Shuru
Apke Nagar Ki App…
ଚାଷୀ ମାରଣା ନୀତି ଏବଂ ବ୍ୟାପକ ଲଘୁ ଖଣିଜ ସମ୍ପଦ ଲୁଟ ପ୍ରତିବାଦରେ ଯାଜପୁର ଜିଲ୍ଲା ବିଜେଡି ପକ୍ଷରୁ ବିକ୍ଷୋଭ ଏବଂ ପ୍ରତିବାଦ, ଯାଜପୁର ଜିଲ୍ଲା ର ସମସ୍ତ ନିର୍ବାଚନ ମଣ୍ଡଳୀ ର ବିଜୁ ଜନତା ଦଳ ର କର୍ମୀ, ନେତା, ବିଧାୟକ ଓ ବିଧାୟିକା ଙ୍କ ଦ୍ୱାରା ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟ ଠାରେ ବିକ୍ଷୋଭ ଓ ପ୍ରତିବାଦ ସଭା ସହ ଉପ- ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା
ସୁଧାଂଶୁ ଶେଖର ନାୟକ
ଚାଷୀ ମାରଣା ନୀତି ଏବଂ ବ୍ୟାପକ ଲଘୁ ଖଣିଜ ସମ୍ପଦ ଲୁଟ ପ୍ରତିବାଦରେ ଯାଜପୁର ଜିଲ୍ଲା ବିଜେଡି ପକ୍ଷରୁ ବିକ୍ଷୋଭ ଏବଂ ପ୍ରତିବାଦ, ଯାଜପୁର ଜିଲ୍ଲା ର ସମସ୍ତ ନିର୍ବାଚନ ମଣ୍ଡଳୀ ର ବିଜୁ ଜନତା ଦଳ ର କର୍ମୀ, ନେତା, ବିଧାୟକ ଓ ବିଧାୟିକା ଙ୍କ ଦ୍ୱାରା ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟ ଠାରେ ବିକ୍ଷୋଭ ଓ ପ୍ରତିବାଦ ସଭା ସହ ଉପ- ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା
- User8076Jajapur, Odisha🙏1 hr ago
More news from ଓଡ଼ିଶା and nearby areas
- ଯାଜପୁର ଜିଲ୍ଲା ବିଜୁ ଜନତା ଦଳ ତରଫରୁ ବିଜେପି ସରକାରରେ ଲଘୁ ଖଣିଜର ବ୍ୟାପକ ଚୋରି, ଚାଷୀ ମାରଣ ନୀତି ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ବିରୁଦ୍ଧରେ କୁସୁମା ପଡ଼ିଆ ଠାରୁ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ ଓ ପ୍ରତିବାଦ ସଭା ଆରମ୍ଭ ଏଥିରେ ବହୁ ବିଜେଡି ନେତା ସହ କର୍ମୀମାନେ ଯୋଗଦେଇଥିବା ଦେଖିବାକୁ ମିଳିଛି #bjd #odisha #jajpur6
- କଟକ ନିଶ୍ଚିନ୍ତକୋଇଲି ଅଞ୍ଚଳରେ ବିଦ୍ୟାଳୟର ଛାତ୍ରୀଙ୍କ ଦ୍ୱାରା ପୌରାଣିକ ନାଟକ ନୃତ୍ୟ ମାଧ୍ୟମରେ ଦର୍ଶକଙ୍କ ମନକୁ ଛୁଇଁଲେ1
- ହତ୍ୟା ଘଟଣାରେ ଭଣ୍ଡାରିପୋଖରୀ ପୁଲିସର ସିନ ରିକ୍ରିଏସନ ହସ ଖୁସି ର ପ୍ରେମ ରେ ଜାତି ବିବାଦ ଶେଷ ରେ ହତ୍ୟା ର ରୂପ ନେଇଛି । ଭଦ୍ରକ ଜିଲ୍ଲା ବନ୍ତ ଥାନା କଣ୍ଟାପଡ଼ା ଅଞ୍ଚଳ ର ଯୁବକ ରଞ୍ଜନ ଦାସ ଭଣ୍ଡାରିପୋଖରୀ ଥାନା ଅଧୀନ ବିରିଡ଼ି ର ଜଣେ ନାବାଳିକା ଙ୍କୁ ଭଲ ପାଉଥିଲେ । ଅନ ଲାଇନ୍ ପ୍ରେମ ଧୀରେ ଧୀରେ ଅଫ ଲାଇନ୍ କୁ ଆସିଥିଲା । ଦୁହେଁ ସାଙ୍ଗ ରେ ବୁଲାବୁଲି କଲେ , ଏମିତି କି ଦୁହିଁ ଙ୍କ ପରିବାର ଲୋକେ ମଧ୍ୟ ଜାଣିଲେ । ଶେଷ ରେ ନାବାଳିକା ଜଣକ ଜାଣିଲେ ଯେ ଯୁବକ ଜଣକ ନିଚ ଜାତି ର । ତା ପରେ ଯୁବକ ଙ୍କୁ ଫୋନ୍ ରେ ଗାଳିଗୁଲଜ କଲେ । ଏମିତି କି ବିବାଦ ଭିତରେ ଯୁବକ ଜଣକ ସିଧା ଅନ୍ୟ ରାଜ୍ୟ ରୁ ଆସି କୁ ଆସି ଯୁବତୀ ଙ୍କୁ ଗାଁ ରେ ପହଞ୍ଚିଲେ । ଶେଷ ରେ ନାବାଳିକା ଙ୍କ ନାବାଳିକା ସାଙ୍ଗ ଓ ଭିଣୋଇ ମାନେ ପିଟି ପିଟି ହତ୍ୟା କଲେ । ରଞ୍ଜନ ପ୍ରେମିକା ର ଫୋନ୍ କରି ବାଙ୍ଗାଲୋର ରୁ ବିରିଡ଼ି ଆସିଥିବା ବେଳେ ଫେରିବା ର କିଛି ଦିନ ପରେ ପରିବାର ସରୋଜ ଙ୍କ ମୃତ୍ୟୁ ବିଷୟ ରେ ଖବର ପାଇଥିଲେ । ପରେ ଭଣ୍ଡାରିପୋଖରୀ ଥାନା ରେ ରଞ୍ଜନ ଙ୍କୁ ହତ୍ୟା କରାଯାଇଥିବା ନେଇ ଥାନା ରେ ଏତଲା ଦେଇଥିଲେ । ଏତଲା ଆଧାର ରେ ତଦନ୍ତ ହେବା ବେଳେ ସତ୍ ସାମ୍ନା କୁ ଆସିଥିଲା । ଏହି ଘଟଣାକୁ ନେଇ ପୋଲିସ 3 ଜଣ ଙ୍କୁ ଅଟକ ରଖି ତଦନ୍ତ ସମୟ ରେ ଜାତି ପାଇଁ ନାବାଳିକା ପ୍ରେମିକା , ନାବାଳିକା ଙ୍କ ସାଙ୍ଗ ଓ ତାଙ୍କ ଭିଣୋଇ ହତ୍ୟା କରିଥିବା ସ୍ପଷ୍ଟ ହୋଇଥିଲା । ପ୍ରେମିକା ଓ ତାଙ୍କ ସମ୍ପର୍କୀୟ 3 ଜଣ ରଞ୍ଜନ ଙ୍କୁ ହତ୍ୟା କରିଥିବା ସ୍ପଷ୍ଟ ହୋଇଚି । ଅଭିଯୁକ୍ତଙ୍କୁ ନେଇ ସିନ ରିକ୍ରିଏସନ୍ କରିବା ପରେ ଗିରଫ କରିଛି ।1
- କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ କଷଣଅଣ୍ଟାଠାରେ ୫୮ କୋଟି ଟଙ୍କାର ସବ୍ଡିଭିଜନ୍ ହସ୍ପିଟାଲ ର କ୍ଵାଟର୍ସ ନିର୍ମାଣ ର ଶୁଭ ଶିଳାନ୍ୟାସ1
- ଏସସିବି ମେଡ଼ିକାଲ ପାଖରେ ଥିବା ହୋଟେଲ ଗୁଡ଼ିକ ଉପରେ ସିଏମସି ଫୁଡ଼୍ ସେଫ୍ଟି ଟିମ୍ ତରଫରୁ ଚଢ଼ାଉ କରାଯାଇଛି। ଅପରିଷ୍କାର ପରିବେଶରେ ଖାଦ୍ୟ ବିକ୍ରି କରୁଥିବା ହେତୁ ଚଢ଼ାଉ କରି ଦୁଇ ଟି ହୋଟେଲକୁ ସିଲ୍ କଲା ଫୁଡ଼୍ ସେପ୍ଟି ଟିମ୍ ।1
- OMC ଦୈତାରୀ ରେ ଥିବା ଆଦର୍ଶ ସ୍କୁଲ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। #daitari #omc #adarshaschool #highlight #rajendra #KaliapaniUpdate1
- ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀ ରେ ଦେଖିବାକୁ ମିଳିଛି ତୀର୍ଥଯାତ୍ରୀ ବସ ସେବା ଓ ଏହାକୁ ଅଂଶୁମାନ ମେମୋରିଆଲ ଟ୍ରଷ୍ଟ ସାଧାରଣ ଲୋକଙ୍କୁ ଶ୍ରୀକ୍ଷେତ୍ର ରେ ଜଗା ଦର୍ଶନ କରାଇବା ର ସେବା ଯୋଗାଇ ଦେଉଥିବା ବେଳେ, ସାଧାରଣ ଲୋକମାନେ ସୁବିଧାରେ ଶ୍ରୀକ୍ଷେତ୍ର ରେ ଜଗନ୍ନାଥ ଙ୍କ ଦର୍ଶନ କରି ପାରୁଛନ୍ତି ।1
- ପେଟରେ ଯନ୍ତ୍ରଣା ବଢ଼ିବା ପରେ ଜେଲ୍ ରୁ ମେଡିକାଲକୁ ଚିକିତ୍ସା ପାଇଁ ଆସିଲେ ବିକ୍ରମ ପଣ୍ଡା। ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ବିକ୍ରମ ପଣ୍ଡା ମେଡିକାଲ ବେଡରେ ସଂଘର୍ଷ କରୁଛନ୍ତି।1
- SCB ପାଖରେ ଥିବା ହୋଟେଲ ଗୁଡ଼ିକ ଉପରେ CMC food ସେଫ୍ଟି ଟିମ୍ ତରଫ ରୁ ଚଢ଼ାଉ। ଅପରିଷ୍କାର ପରିବେଶ ରେ ଖାଦ୍ୟ ବିକ୍ରି କରୁଥିବା ହେତୁ ଚଢ଼ାଉ ବେଳେ ଜଣେ ହୋଟେଲ ମାଲିକ ଦୋକାନ ବନ୍ଦ କରି ଦୌଡି ପଳାଉଥିଲେ ହେଲେ ଦୋକନି କୁ ମାଡ଼ି ବସିଲା CMC food ସେଫ୍ଟି ଟିମ୍ ତାପରେ କଲା ଦୋକାନ କୁ ସିଲ।1