logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପୁରୀ ଜିଲ୍ଲା ରେ ନୂତନ ଶିଶୁ ମଙ୍ଗଳ କମିଟିଙ୍କ ଦାୟିତ୍ୱ ଗ୍ରହଣ ହୋଇଛି ଅଦ୍ୟ ତା. 17/04/2026 ରିଖ,ମହିଳା ଓ ଶିଶୁ ବିକାଶ ବିଭାଗ, ଓଡିଶା ସରକାର ଙ୍କ ନିର୍ଦ୍ଧେଶ କ୍ରମେ ପୁରୀରେ ନୂତନ ଶିଶୁ ମଙ୍ଗଳ କମିଟି କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି। ନୂତନ ସିଡବ୍ଲୁସି ର ଅଧ୍ୟକ୍ଷ ମହାବୀର ରୁଦ୍ର ନାରାୟଣ ସାହୁ ପୂର୍ବତନ ଅଧ୍ୟକ୍ଷ ଡଃ ଅଜିତ କୁମାର ମହାପାତ୍ର ଙ୍କ ଠାରୁ ଆଜି ୧୭ ତାରିଖ ଦିନ ଶିଶୁ ମଙ୍ଗଳ କମିଟି କାର୍ଯ୍ୟାଳୟ ଠାରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଅଧ୍ୟକ୍ଷ ଶ୍ରୀ ସାହୁଙ୍କ ସହିତ ଅନ୍ୟ ସଦସ୍ୟ ସଦସ୍ୟା ଶକ୍ତିପାଦ ମିଶ୍ର, ଦୀପ୍ତି ଦାସ, ବିଜୟଲକ୍ଷ୍ମୀ ମହାନ୍ତି, ସୌଭାଗ୍ୟ ରଞ୍ଜନ ପଟ୍ଟନାୟକ ଉପସ୍ଥିତ ଥିଲେ। ସେହିପରି ପୂର୍ବତନ କମିଟିର ସଦସ୍ୟ ଉପେନ୍ଦ୍ର ବିଶ୍ୱାଳ, ସଦସ୍ୟା ଲଷ୍ମୀପ୍ରିୟା ପାତ୍ର, ଦେବଯାନୀ ହିମାଂଶୁ ଉପସ୍ଥିତ ରହି ବିଗତ ବର୍ଷ ଗୁଡିକର କାର୍ଯ୍ୟ, ଅଭିଜ୍ଞତା ପରିପ୍ରକାଶ କରିଥିଲେ। ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ସୁରକ୍ଷା ଅଧିକାରୀ ଶୁଭ ନାରାୟଣ ଶତପଥୀ ଦାୟିତ୍ୱ ହସ୍ତାନ୍ତର, ସ୍ୱାଗତ ଓ ବିଦାୟ କାଳିନ କାର୍ଯ୍ୟକୁ ପରିଚାଳନା କରିଥିବା ବେଳେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ରୋଜାଲିନ ପାତ୍ର, ସନ୍ତୋଷ କୁମାର ସାହୁ, ସ୍ନିଗ୍ଧାରାଣୀ ସାହୁ, ହରେକୃଷ୍ଣ ସାହୁ, ଚାଇଲଡ ହେଲ୍ପ ଲାଇନ କାର୍ଯ୍ୟକର୍ତ୍ତl କୃଷ୍ଣଚନ୍ଦ୍ର ମିଶ୍ର ପ୍ରମୁଖ ସହଯୋଗ କରିଥିଲେ। ଏହି ଅବସରରେ ନୂତନ ଭାବେ ଅବସ୍ଥାପିତ ଅଧ୍ୟକ୍ଷ ମହାବୀର ରୁଦ୍ର ନାରାୟଣ ସାହୁ କହିଥିଲେ ଯେ, ପ୍ରତ୍ୟେକ ଶିଶୁ କୁ ଯତ୍ନ, ସୁରକ୍ଷା ଏବଂ ପରିବାର ଯୋଗାଇଦେବା କମିଟି ର ପ୍ରାଥମିକତା ହେବ। ବିପରୀତ ପରିସ୍ଥିତିରେ ଥିବା ଶିଶୁ ମାନଙ୍କ ଥଇଥାନ ପାଇଁ ମୋବାଇଲ ନଂ -୬୩୭୨୨୨୨୬୬୪ ରେ ତୁରନ୍ତ ଯୋଗାଯୋଗ କରିବାକୁ ଜନସାଧାରଣ ଙ୍କୁ ନିବେଦନ କରିଥିଲେ। ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା, ଭୁବନେଶ୍ୱର

11 hrs ago
user_OWNER-EDITOR
OWNER-EDITOR
Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•

More news from ଓଡ଼ିଶା and nearby areas
  • ଆଠଗଡ ରେ ହେବାକୁ ଯାଉଛି ଥର୍ମାଲ ପ୍ଲାଣ୍ଟ ଆଉ କରୁଛନ୍ତି ଅଦାନୀ ବାବୁ ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଆଠଗଡ ରେ ହେବାକୁ ଯାଉଛି ଥର୍ମାଲ ପ୍ଲାଣ୍ଟ ଆଉ କରୁଛନ୍ତି ଅଦାନୀ ବାବୁ ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    1 hr ago
  • ଗୁଣୁପୁର ବ୍ଲକର ବିଭିନ୍ନ ଗ୍ରାମପଞ୍ଚାୟତ ଗସ୍ତ କରି ଶିକ୍ଷା ସଚିବଙ୍କ ପ୍ରତିକ୍ରିୟା
    1
    ଗୁଣୁପୁର ବ୍ଲକର ବିଭିନ୍ନ ଗ୍ରାମପଞ୍ଚାୟତ ଗସ୍ତ କରି ଶିକ୍ଷା ସଚିବଙ୍କ ପ୍ରତିକ୍ରିୟା
    user_Tuna Behera
    Tuna Behera
    କାଶୀପୁର, ରାୟଗଡା, ଓଡ଼ିଶା•
    1 hr ago
  • ଦେଖନ୍ତୁ ଜିଲ୍ଲା କଳାହାଣ୍ଡି ଓ ରାୟଗଡ଼ା ର 🙏🙏🙏
    1
    ଦେଖନ୍ତୁ ଜିଲ୍ଲା କଳାହାଣ୍ଡି ଓ ରାୟଗଡ଼ା ର 🙏🙏🙏
    user_Baleswar Naik
    Baleswar Naik
    Thuamul Rampur, Kalahandi•
    6 hrs ago
  • Post by SAHADEV MEHER
    1
    Post by SAHADEV MEHER
    user_SAHADEV MEHER
    SAHADEV MEHER
    ସୋନପୁର, ସୋନପୁର, ଓଡ଼ିଶା•
    21 min ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    21 min ago
  • ଚୋର ମାଛାଏ ସୋର
    1
    ଚୋର ମାଛାଏ ସୋର
    user_ସମାଜସେବା ସୁବର୍ଣ୍ଣପୁର news 89
    ସମାଜସେବା ସୁବର୍ଣ୍ଣପୁର news 89
    Video Creator ସୋନପୁର, ସୋନପୁର, ଓଡ଼ିଶା•
    2 hrs ago
  • ଗତ ତା. 13/04/2026 ରିଖ କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ର ବୁଡାପଡା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଉଭୟ ପକ୍ଷ ଥାନାରେ ଏତଲା ଦେଇଥିଲେ। ତୁମୁଡିବନ୍ଧ ପୋଲିସ ପ୍ରଶାସନ ଏକ ତରଫା ଗୋଟିଏ ଗୋଷ୍ଠୀ ର ଏତଲା ପଞ୍ଜିକରଣ କରିଥିବାରୁ ଅନ୍ୟ ଗୋଷ୍ଠୀ ପୋଲିସ ପ୍ରଶାସନ ଉପରେ କ୍ଷୁବ୍ଧ ଥିବା ଦେଖିବାକୁ ମିଳିଛି। ତୁମୁଡିବନ୍ଧ ରୁ ଵି ଇ ରୋ ରିପୋର୍ଟ, କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା, ଭୁବନେଶ୍ୱର
    1
    ଗତ ତା. 13/04/2026 ରିଖ କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ର ବୁଡାପଡା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଉଭୟ ପକ୍ଷ ଥାନାରେ ଏତଲା ଦେଇଥିଲେ। ତୁମୁଡିବନ୍ଧ ପୋଲିସ ପ୍ରଶାସନ ଏକ ତରଫା ଗୋଟିଏ ଗୋଷ୍ଠୀ ର ଏତଲା ପଞ୍ଜିକରଣ କରିଥିବାରୁ ଅନ୍ୟ ଗୋଷ୍ଠୀ ପୋଲିସ ପ୍ରଶାସନ ଉପରେ କ୍ଷୁବ୍ଧ ଥିବା ଦେଖିବାକୁ ମିଳିଛି।
ତୁମୁଡିବନ୍ଧ ରୁ ଵି ଇ ରୋ ରିପୋର୍ଟ, କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା, ଭୁବନେଶ୍ୱର
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    19 hrs ago
  • ରାୟଗଡ଼ା ଜିଲ୍ଲା ଗୁଣପୁର ବ୍ଳକ ଥିବା ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ର ରାତ୍ରୀ ଅଧରେ ରୋଗିଙ୍କୁ ଦେଖିବାକୁ ପହଞ୍ଚିଲେ
    1
    ରାୟଗଡ଼ା ଜିଲ୍ଲା ଗୁଣପୁର ବ୍ଳକ ଥିବା ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ର ରାତ୍ରୀ ଅଧରେ ରୋଗିଙ୍କୁ ଦେଖିବାକୁ ପହଞ୍ଚିଲେ
    user_Tuna Behera
    Tuna Behera
    କାଶୀପୁର, ରାୟଗଡା, ଓଡ଼ିଶା•
    3 hrs ago
  • ଦେଖନ୍ତୁ କଣ୍ଟାମାଳ ଗ୍ରାମ ର 🙏🙏🙏
    1
    ଦେଖନ୍ତୁ କଣ୍ଟାମାଳ ଗ୍ରାମ ର 🙏🙏🙏
    user_Baleswar Naik
    Baleswar Naik
    Thuamul Rampur, Kalahandi•
    6 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.