logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କେନ୍ଦ୍ରାପଡ଼ା କଂଗ୍ରେସର ଯୁବ ନେତା ହିମାଂଶୁ ନନ୍ଦଙ୍କ ଦବ ଦେବା ଦେଖିବାକୁ ମିଳିଲା ଲୋୟାର PMG ରେ.

3 hrs ago
user_Himanshu Nanda
Himanshu Nanda
Interior designer କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
3 hrs ago

କେନ୍ଦ୍ରାପଡ଼ା କଂଗ୍ରେସର ଯୁବ ନେତା ହିମାଂଶୁ ନନ୍ଦଙ୍କ ଦବ ଦେବା ଦେଖିବାକୁ ମିଳିଲା ଲୋୟାର PMG ରେ.

More news from ଓଡ଼ିଶା and nearby areas
  • Post by Himanshu Nanda
    1
    Post by Himanshu Nanda
    user_Himanshu Nanda
    Himanshu Nanda
    Interior designer କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    3 hrs ago
  • ପାରାଦୀପ ପ୍ରେସ ମିଡ଼ିଆ ଓ ଓଡିଶା ସାମ୍ବାଦିକ ସଙ୍ଘ ତରଫରୁ ଯୁବ ସାମ୍ବାଦିକ ରଶ୍ମି ରଞ୍ଜନ ରାଉତରାୟ ଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା....
    1
    ପାରାଦୀପ ପ୍ରେସ ମିଡ଼ିଆ ଓ ଓଡିଶା ସାମ୍ବାଦିକ ସଙ୍ଘ ତରଫରୁ ଯୁବ ସାମ୍ବାଦିକ ରଶ୍ମି ରଞ୍ଜନ ରାଉତରାୟ ଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା....
    user_Biraja prasad tripathy Tripathy
    Biraja prasad tripathy Tripathy
    ସାମ୍ବାଦିକ ପାରାଦୀପ, ଜଗତସିଂହପୁର, ଓଡ଼ିଶା•
    3 hrs ago
  • Post by ଯାଜପୁର ଖବର ପ୍ରସାରିତ
    1
    Post by ଯାଜପୁର ଖବର ପ୍ରସାରିତ
    user_ଯାଜପୁର ଖବର ପ୍ରସାରିତ
    ଯାଜପୁର ଖବର ପ୍ରସାରିତ
    ଯାଜପୁର, ଯାଜପୁର, ଓଡ଼ିଶା•
    16 hrs ago
  • ଜଗତସିଂହପୁର  ୨/୪- ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କଟକ - ପାରାଦ୍ୱୀପ ରାସ୍ତା ସାରଳା ରୋଡ ଗ୍ରାମ୍ୟବ୍ୟାଙ୍କ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଦୁଇଜଣ ଆହତ l କାର ଘୋଷାଡ଼ିନେଲା ମଟରସାଇକେଲକୁ l ମଟରସାଇକେଲରେ ପ୍ରଶାନ୍ତ ସାହୁ, ପ୍ରଭୁ ପଦ ସାହୁ, (୨୬) ବାପା ପୁଅ କଟକରୁ ଆପାଚି ମଟର ସାଇକେଲ ନମ୍ବର ଓଡି ୨୧ ଏସ ୪୪୯୩ ରେ ପଞ୍ଚୁପଲାଇ ପୋଖରିଆପଡା ନିଜ ଘରକୁ ଫେରୁଥିଲେ l ପାରାଦ୍ୱୀପ କଷ୍ଟମ କାର୍ଯ୍ୟାଳୟ ରେ ଲାଗିଥିବା ମାରୁତି ସୁଇଫ୍ଟ ଡିଜେୟାର ନମ୍ବର ଓଡି ୩୩ ଟି ୪୩୧୬, ପାରାଦ୍ୱୀପରୁ କଟକ ଅଭିମୁଖେ ଦ୍ରୁତଗତିରେ ଯାଉଥିବାବେଳ କଟକ - ପାରାଦ୍ୱୀପ ରାସ୍ତା ସାରଳା ରୋଡ଼ ଗ୍ରାମ୍ୟବ୍ୟାଙ୍କ ସମ୍ମୁଖରେ ମଟର ସାଇକେଲକୁ ଡାହାଣରୁ ଘୋଷାଡ଼ି ଆଣିଥିଲା ଚାପିଦେଇଥିଲା l ଯାହାଫଳରେ ମଟରସାଇକଲେରେ ଥିବା ଦୁଇଜଣ ବାପାପୁଅ ରାସ୍ତାକୁ ଛିଟିକି ପଡି ଗୁରୁତର ଆହତ ହୋଇଥିଲେ l ଉପସ୍ଥିତ କିଛି ଯୁବକ ସଙ୍ଗେ ସଙ୍ଗେ ସ୍ଥାନୀୟ ମଣିଜଙ୍ଗା ମେଡିକାଲକୁ ନେଇଯାଇଥିଲେ l ସେଠାରେ ସେମାନେ ଚିକିଶ୍ଚିତ ହେଉଥିବା ଜଣାପଡିଛି l ମାରୁତି ସୁଇଫ୍ଟ ଡିଜେୟାର ନମ୍ବର ଓଡି ୩୩ ଟି ୪୩୧୬ ଗାଡିଟି ପାରାଦ୍ୱୀପ ଅଞ୍ଚଳର ବୋଲି ଜଣାପଡିଛି l ଉଭୟ ଦୁଇଟି ଗାଡିକୁ ତିର୍ତ୍ତୋଲ ପୋଲିସ ଜବତ କରି ଥାନାକୁ ନେଇଥିବା ଜଣାପଡିଛି l
    2
    ଜଗତସିଂହପୁର  ୨/୪- ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କଟକ - ପାରାଦ୍ୱୀପ ରାସ୍ତା ସାରଳା ରୋଡ ଗ୍ରାମ୍ୟବ୍ୟାଙ୍କ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଦୁଇଜଣ ଆହତ l କାର ଘୋଷାଡ଼ିନେଲା ମଟରସାଇକେଲକୁ l ମଟରସାଇକେଲରେ ପ୍ରଶାନ୍ତ ସାହୁ, ପ୍ରଭୁ ପଦ ସାହୁ, (୨୬) ବାପା ପୁଅ କଟକରୁ ଆପାଚି ମଟର ସାଇକେଲ ନମ୍ବର ଓଡି ୨୧ ଏସ ୪୪୯୩ ରେ ପଞ୍ଚୁପଲାଇ ପୋଖରିଆପଡା ନିଜ ଘରକୁ ଫେରୁଥିଲେ l ପାରାଦ୍ୱୀପ କଷ୍ଟମ କାର୍ଯ୍ୟାଳୟ ରେ ଲାଗିଥିବା ମାରୁତି ସୁଇଫ୍ଟ ଡିଜେୟାର ନମ୍ବର ଓଡି ୩୩ ଟି ୪୩୧୬, ପାରାଦ୍ୱୀପରୁ କଟକ ଅଭିମୁଖେ ଦ୍ରୁତଗତିରେ ଯାଉଥିବାବେଳ କଟକ - ପାରାଦ୍ୱୀପ ରାସ୍ତା ସାରଳା ରୋଡ଼ ଗ୍ରାମ୍ୟବ୍ୟାଙ୍କ ସମ୍ମୁଖରେ ମଟର ସାଇକେଲକୁ ଡାହାଣରୁ ଘୋଷାଡ଼ି ଆଣିଥିଲା ଚାପିଦେଇଥିଲା l ଯାହାଫଳରେ ମଟରସାଇକଲେରେ ଥିବା ଦୁଇଜଣ ବାପାପୁଅ ରାସ୍ତାକୁ ଛିଟିକି ପଡି ଗୁରୁତର ଆହତ ହୋଇଥିଲେ l ଉପସ୍ଥିତ କିଛି ଯୁବକ ସଙ୍ଗେ ସଙ୍ଗେ ସ୍ଥାନୀୟ ମଣିଜଙ୍ଗା ମେଡିକାଲକୁ ନେଇଯାଇଥିଲେ l ସେଠାରେ ସେମାନେ ଚିକିଶ୍ଚିତ ହେଉଥିବା ଜଣାପଡିଛି l ମାରୁତି ସୁଇଫ୍ଟ ଡିଜେୟାର ନମ୍ବର ଓଡି ୩୩ ଟି ୪୩୧୬ ଗାଡିଟି ପାରାଦ୍ୱୀପ ଅଞ୍ଚଳର ବୋଲି ଜଣାପଡିଛି l ଉଭୟ ଦୁଇଟି ଗାଡିକୁ ତିର୍ତ୍ତୋଲ ପୋଲିସ ଜବତ କରି ଥାନାକୁ ନେଇଥିବା ଜଣାପଡିଛି l
    user_Ranjan Khuntia
    Ranjan Khuntia
    Jagatsinghapur, Odisha•
    20 hrs ago
  • ଜୟ ଜଗନ୍ନାଥ ଓଡ଼ିଶା ଡ୍ରାଇଭର ମହାସଂଘ ଜିନ୍ଦାବାଦ ଜୟ ଯବାନ ଜୟ କିସାନ୍,ଜୟ ଜଗନ୍ନାଥ
    1
    ଜୟ ଜଗନ୍ନାଥ ଓଡ଼ିଶା ଡ୍ରାଇଭର ମହାସଂଘ ଜିନ୍ଦାବାଦ ଜୟ ଯବାନ ଜୟ କିସାନ୍,ଜୟ ଜଗନ୍ନାଥ
    user_Susanta Kumar Behera
    Susanta Kumar Behera
    ବିରିଡି, ଜଗତସିଂହପୁର, ଓଡ଼ିଶା•
    4 hrs ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    3 hrs ago
  • ଗାଡ଼ିରେ ପ୍ରେସ୍ ଲେଖୁଥିଲେ ସାବଧାନ! ପୋଲିସ୍ ଚେକିଙ୍ଗରୁ ବଞ୍ଚିବା ପାଇଁ ଗାଡ଼ିରେ ପ୍ରେସ୍ ଲେଖି ଛାତି ଫୁଲାଇ ବୁଲୁଥିଲେ ବାବୁ। ଧରାପଡ଼ି ଗଲେ 😂 ପ୍ରେସ୍ ଲେଖି ମନ ଇଚ୍ଛା ଗାଡ଼ି ଧରି ରାସ୍ତାରେ ବୁଲିବା ପଡ଼ିଲା ମହଙ୍ଗା । ଚେକିଂ ବେଳେ ଧରାପଡ଼ିଗଲେ କଟକ ଟ୍ରାଫିକ୍ ଆଇଆଇସିଙ୍କ ହାବୁଡ଼ରେ।
    1
    ଗାଡ଼ିରେ ପ୍ରେସ୍ ଲେଖୁଥିଲେ ସାବଧାନ! ପୋଲିସ୍ ଚେକିଙ୍ଗରୁ ବଞ୍ଚିବା ପାଇଁ ଗାଡ଼ିରେ ପ୍ରେସ୍ ଲେଖି ଛାତି ଫୁଲାଇ ବୁଲୁଥିଲେ ବାବୁ। ଧରାପଡ଼ି ଗଲେ 😂 ପ୍ରେସ୍ ଲେଖି ମନ ଇଚ୍ଛା ଗାଡ଼ି ଧରି ରାସ୍ତାରେ ବୁଲିବା ପଡ଼ିଲା ମହଙ୍ଗା । ଚେକିଂ ବେଳେ ଧରାପଡ଼ିଗଲେ କଟକ ଟ୍ରାଫିକ୍ ଆଇଆଇସିଙ୍କ ହାବୁଡ଼ରେ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    8 hrs ago
  • ସତ୍ୟନାରାୟଣ ଙ୍କ ପୀଠରେ ବିଶ୍ଵଶାନ୍ତି ବିଷ୍ଣୁ ମହାଯଜ୍ଞ,ପୁରୀ ର ପଣ୍ଡିତ ମଣ୍ଡଳୀ ଙ୍କ ବେଦପାଠ, ହୋମଯଜ୍ଞ ରେ ପ୍ରକମ୍ପିତ ହେଲା ଷଣ୍ଢକୁଦ ଅଞ୍ଚଳ, ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ନେଲେ ମହାପ୍ରଭୁ ଙ୍କ ଆଶୀର୍ବାଦ....
    1
    ସତ୍ୟନାରାୟଣ ଙ୍କ ପୀଠରେ ବିଶ୍ଵଶାନ୍ତି ବିଷ୍ଣୁ ମହାଯଜ୍ଞ,ପୁରୀ ର ପଣ୍ଡିତ ମଣ୍ଡଳୀ ଙ୍କ ବେଦପାଠ, ହୋମଯଜ୍ଞ ରେ ପ୍ରକମ୍ପିତ ହେଲା ଷଣ୍ଢକୁଦ ଅଞ୍ଚଳ, ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ନେଲେ ମହାପ୍ରଭୁ ଙ୍କ ଆଶୀର୍ବାଦ....
    user_Biraja prasad tripathy Tripathy
    Biraja prasad tripathy Tripathy
    ସାମ୍ବାଦିକ ପାରାଦୀପ, ଜଗତସିଂହପୁର, ଓଡ଼ିଶା•
    8 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.