logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମହାକାଳପଡ଼ା ବିଧାୟକଙ୍କ ସହ ଜିଲ୍ଲାପାଳଙ୍କ ଆଲୋଚନା ;ବିଭିନ୍ନ ପ୍ରକଳ୍ପର ସମୀକ୍ଷା ରାଜନଗର ବିଡିଓଙ୍କୁ ମାଡ ଘଟଣାରେ ଅଭିଯୁକ୍ତ ଗିରଫ ଦାବିରେ ବିଜୁ ଜନତା ଦଳ କେନ୍ଦ୍ରାପଡା ଜିଲ୍ଲା ତରଫରୁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ କେନ୍ଦ୍ରପଡାଙ୍କୁ ଦାବିପତ୍ର ପ୍ରଦାନ.....।

4 days ago
user_Prafulla Kumar Malla
Prafulla Kumar Malla
Local News Reporter କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
4 days ago
5d16db6a-aa4a-402e-9517-c16a017c649a

ମହାକାଳପଡ଼ା ବିଧାୟକଙ୍କ ସହ ଜିଲ୍ଲାପାଳଙ୍କ ଆଲୋଚନା ;ବିଭିନ୍ନ ପ୍ରକଳ୍ପର ସମୀକ୍ଷା ରାଜନଗର ବିଡିଓଙ୍କୁ ମାଡ ଘଟଣାରେ ଅଭିଯୁକ୍ତ ଗିରଫ ଦାବିରେ ବିଜୁ ଜନତା ଦଳ କେନ୍ଦ୍ରାପଡା ଜିଲ୍ଲା ତରଫରୁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ କେନ୍ଦ୍ରପଡାଙ୍କୁ ଦାବିପତ୍ର ପ୍ରଦାନ.....।

More news from ଓଡ଼ିଶା and nearby areas
  • କେନ୍ଦ୍ରାପଡ଼ା ଡେରାବିଶ ବ୍ଲକ,ଜହ୍ନିମୂଳ ଠାରୁ କରିମୂଳ ଯାଏଁ ଲମ୍ବିଥିବା ରାସ୍ତା କାର୍ଯ୍ୟ ନିମ୍ନ ମାନର ହେଉଥିବା ସୂଚନା..!
    1
    କେନ୍ଦ୍ରାପଡ଼ା ଡେରାବିଶ ବ୍ଲକ,ଜହ୍ନିମୂଳ ଠାରୁ କରିମୂଳ ଯାଏଁ ଲମ୍ବିଥିବା ରାସ୍ତା କାର୍ଯ୍ୟ ନିମ୍ନ ମାନର ହେଉଥିବା ସୂଚନା..!
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    7 hrs ago
  • ହାତ୍ମା ଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି (MGNREGA) ଯୋଜନାର ନାମ ବଦଳେଇବା ଓ ଟାଟା ପାଓ୍ବାର ମନମାନି ବିରୋଧରେ କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ ର ସାମ୍ବାଦିକ ।ସମ୍ମିଳନି
    1
    ହାତ୍ମା ଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି (MGNREGA) ଯୋଜନାର ନାମ ବଦଳେଇବା ଓ ଟାଟା ପାଓ୍ବାର  ମନମାନି ବିରୋଧରେ  କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ ର ସାମ୍ବାଦିକ ।ସମ୍ମିଳନି
    user_Prafulla Kumar Malla
    Prafulla Kumar Malla
    Local News Reporter କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    22 hrs ago
  • ସୋମନାଥ ସ୍ୱାଭିମାନ ଦିବସ,ପାରାଦୀପ ରେ ବିଜେପି ଯୁବମୋର୍ଚା ତରଫରୁ ବୃନ୍ଦାବନ କଲୋନୀ ଶିବମନ୍ଦିର ରେ ପୂଜାର୍ଚନା ଓ ଦ୍ବୀପଦାନ...
    1
    ସୋମନାଥ ସ୍ୱାଭିମାନ ଦିବସ,ପାରାଦୀପ ରେ ବିଜେପି ଯୁବମୋର୍ଚା ତରଫରୁ ବୃନ୍ଦାବନ କଲୋନୀ ଶିବମନ୍ଦିର ରେ ପୂଜାର୍ଚନା ଓ ଦ୍ବୀପଦାନ...
    user_Biraja prasad tripathy Tripathy
    Biraja prasad tripathy Tripathy
    Journalist ପାରାଦୀପ, ଜଗତସିଂହପୁର, ଓଡ଼ିଶା•
    2 hrs ago
  • ଥାଲାସେମିଆ ରୋଗରେ ପୀଡିତ କ୍ରିଷ୍ଣା ବେହେରାଙ୍କୁ ଆର୍ଥିକ ସହାୟତା ପ୍ରଦାନ ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ଅନ୍ତର୍ଗତ ବଦଗବପୂର୍ ଗ୍ରାମର ଥାଲାସେମିଆ ରୋଗରେ ପୀଡିତ କ୍ରିଷ୍ଣା ବେହେରାଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ଓଡ଼ିଶାର ପ୍ରମୁଖ ଦାତବ୍ୟ ଟ୍ରଷ୍ଟ ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସ | ସୂଚନା ଯୋଗ୍ୟ କି, କ୍ରିଷ୍ଣାଙ୍କ ପିତା ଅତ୍ୟନ୍ତ ଗରିବ ଶ୍ରେଣୀର ବ୍ୟକ୍ତି | କ୍ରିଷ୍ଣା ଜନ୍ମରୁ ଥାଲାସେମିଆ ରୋଗରେ ପୀଡିତ ହୋଇ ବର୍ତ୍ତମାନ ଜୀବନ ମୃତ୍ତ୍ୟୁ ସହ ସଂଗ୍ରାମ କରୁଛନ୍ତି | ଦୁଇ ଓଳି ଦୁଇ ମୁଠା ଖାଇବାକୁ ନାହିଁ। ଅର୍ଥାଭାବରୁ ବାପା ତାଙ୍କର ଚିକିସ୍ଥା କରାଇବାରେ ଅସମର୍ ।| ବିଭିନ୍ନ ଗଣମାଧ୍ୟମରୁ ଏହି ଦୁଃଖଦ ଖବର ପାଇ ମା ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ସଭାପତି ତଥା ସମାଜସେବୀ ଇଂ ଶଙ୍ଖେଶ୍ଵର ପ୍ରସାଦ ମହାନ୍ତିଙ୍କ ପରାମର୍ଶ କ୍ରମେ ବରିଷ୍ଠ ସଦସ୍ୟ ସୁଧାକର ମହାନ୍ତି,ବିଶ୍ଵନାଥ ସ୍ଵାଇଁ, ହରେକୃଷ୍ଣ ବେହେରା ଏବଂ ସତ୍ୟବ୍ରତ ଦାସ ପ୍ରମୂଖ କ୍ରିଷ୍ଣାଙ୍କ ବାସଭବନରେ ପହଞ୍ଚି ତାଙ୍କ ବାପାଙ୍କୁ ଦଶ ହଜାର (୧୦,୦୦୦/-) ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ | ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ବଦାନ୍ୟତା ପାଇଁ ତାଙ୍କ ପରିବାର ବର୍ଗ କୃତଜ୍ଞତା ଜଣାଇଥିବା ବେଳେ ଅନୁଷ୍ଠାନର ଏହି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳରେ ଭୁୟୀୟସୀ ପ୍ରଶଂସା କରାଯାଇଛି |
    1
    ଥାଲାସେମିଆ ରୋଗରେ ପୀଡିତ କ୍ରିଷ୍ଣା ବେହେରାଙ୍କୁ ଆର୍ଥିକ ସହାୟତା ପ୍ରଦାନ
ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ଅନ୍ତର୍ଗତ ବଦଗବପୂର୍ ଗ୍ରାମର ଥାଲାସେମିଆ ରୋଗରେ ପୀଡିତ କ୍ରିଷ୍ଣା ବେହେରାଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ଓଡ଼ିଶାର ପ୍ରମୁଖ ଦାତବ୍ୟ ଟ୍ରଷ୍ଟ ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସ | ସୂଚନା ଯୋଗ୍ୟ କି, କ୍ରିଷ୍ଣାଙ୍କ ପିତା ଅତ୍ୟନ୍ତ ଗରିବ ଶ୍ରେଣୀର ବ୍ୟକ୍ତି | କ୍ରିଷ୍ଣା ଜନ୍ମରୁ ଥାଲାସେମିଆ ରୋଗରେ ପୀଡିତ ହୋଇ ବର୍ତ୍ତମାନ ଜୀବନ ମୃତ୍ତ୍ୟୁ ସହ ସଂଗ୍ରାମ କରୁଛନ୍ତି | ଦୁଇ ଓଳି ଦୁଇ ମୁଠା ଖାଇବାକୁ ନାହିଁ।  ଅର୍ଥାଭାବରୁ ବାପା ତାଙ୍କର ଚିକିସ୍ଥା କରାଇବାରେ ଅସମର୍ ।| ବିଭିନ୍ନ ଗଣମାଧ୍ୟମରୁ ଏହି ଦୁଃଖଦ ଖବର ପାଇ ମା ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ସଭାପତି ତଥା ସମାଜସେବୀ ଇଂ ଶଙ୍ଖେଶ୍ଵର ପ୍ରସାଦ ମହାନ୍ତିଙ୍କ ପରାମର୍ଶ କ୍ରମେ ବରିଷ୍ଠ ସଦସ୍ୟ ସୁଧାକର ମହାନ୍ତି,ବିଶ୍ଵନାଥ ସ୍ଵାଇଁ, ହରେକୃଷ୍ଣ ବେହେରା ଏବଂ ସତ୍ୟବ୍ରତ ଦାସ ପ୍ରମୂଖ କ୍ରିଷ୍ଣାଙ୍କ ବାସଭବନରେ ପହଞ୍ଚି ତାଙ୍କ ବାପାଙ୍କୁ ଦଶ ହଜାର (୧୦,୦୦୦/-) ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ | ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ବଦାନ୍ୟତା ପାଇଁ ତାଙ୍କ ପରିବାର ବର୍ଗ କୃତଜ୍ଞତା ଜଣାଇଥିବା ବେଳେ ଅନୁଷ୍ଠାନର ଏହି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳରେ ଭୁୟୀୟସୀ  ପ୍ରଶଂସା କରାଯାଇଛି |
    user_Rakesh das deba
    Rakesh das deba
    Journalist ଅଭୟଚାନ୍ଦପୁର, ଜଗତସିଂହପୁର, ଓଡ଼ିଶା•
    3 hrs ago
  • GET. TOGETHER, 2026 Bach2004-06 D. I. E. T, ଖୋର୍ଦ୍ଧା VENUE ମା BARUNE TEMPLE
    1
    GET. TOGETHER, 2026
Bach2004-06
D. I. E. T, ଖୋର୍ଦ୍ଧା
VENUE ମା  BARUNE TEMPLE
    user_HEMANTA KUMAR BHARADAJ
    HEMANTA KUMAR BHARADAJ
    Pharmacist Cuttack (M.Corp.) P.S, Odisha•
    5 hrs ago
  • ଅତି ସୁନ୍ଦର ପରିବେଶରେ ଅସୁରାଳୀ ଗୌଶାଳାରେ ଗୌମାତାଙ୍କ ସେବା କରାଯାଉଛି
    1
    ଅତି ସୁନ୍ଦର ପରିବେଶରେ ଅସୁରାଳୀ ଗୌଶାଳାରେ ଗୌମାତାଙ୍କ ସେବା କରାଯାଉଛି
    user_Paritran times
    Paritran times
    ତିହିଡ଼ି, ଭଦ୍ରକ, ଓଡ଼ିଶା•
    7 hrs ago
  • उड़ीसा प्लेन क्रैश, 6 लोगों का क्या हुआ?
    1
    उड़ीसा प्लेन क्रैश, 6 लोगों का क्या हुआ?
    user_Javed bori
    Javed bori
    Basudebpur, Bhadrak•
    11 hrs ago
  • କେନ୍ଦ୍ରାପଡ଼ା ଗୁଳୁନଗର ପଞ୍ଚାୟତ ଭ୍ରମଣଦିଆପାଟଣା ପୋଲ ନିକଟରେ ଏକ ନବଜାତ ଶିଶୁ ପୁତ୍ର ର ମୃତ ଦେହ ଉଦ୍ଧାର
    1
    କେନ୍ଦ୍ରାପଡ଼ା ଗୁଳୁନଗର ପଞ୍ଚାୟତ ଭ୍ରମଣଦିଆପାଟଣା ପୋଲ ନିକଟରେ ଏକ ନବଜାତ ଶିଶୁ ପୁତ୍ର ର ମୃତ ଦେହ ଉଦ୍ଧାର
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    11 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.