logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ରାଜ୍ୟ କୃଷକ ସଂଘ ସଭାପତିଙ୍କ ପ୍ରଭାକର ନାୟକ ଙ୍କ ନେତୃତ୍ୱରେ ଆଜି ବିଷମକଟକ ତହସିଲ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମହୋଦୟଙ୍କ ଉଦ୍ଦେଶ୍ୟରେ ଚାଷୀମାନଙ୍କ ବିଭିନ୍ନ ଦାବୀ ନେଇ ଏକ ଦାବୀପତ୍ର ପ୍ରଦାନ କରାଯାଇଛି । ତହସିଲଦାର ଓ ଅତିରିକ୍ତ ତହସିଲଦାରଙ୍କ ଅନୁପସ୍ଥିତିରେ, ତହସିଲ ବଡ଼ବାବୁ କାଳୀଚରଣ ରଥ ମହୋଦୟ ଦାବୀପତ୍ର ଗ୍ରହଣ କରିଥିଲେ । ଏହି ଅବସରରେ ରାୟଗଡ଼ା ଜିଲ୍ଲା ସଭାପତି ବାଳ ମୁକୁନ୍ଦ ପାଳ, ଜିଲ୍ଲା କ୍ୟାସିଅର ଅମିତ କୁମାର ପାଢ଼ୀ, ଜିଲ୍ଲା ସମ୍ପାଦକ ଜବାବ ପାଲକା, ମୁନିଗୁଡା ବ୍ଲକ ସଭାପତି ସୁକାନ୍ତ କୁମାର ସେଠୀ, ବିଷମକଟକ ବ୍ଲକ କୃଷକ ଶିବ ପ୍ରସାଦ ପାଢ଼ୀ, ବିଷମକଟକ ବ୍ଲକ କୃଷି ସଭାନେତ୍ରୀ ଏସ୍.କେ. ପଙ୍କଜିନୀ ନାଗ, ଯୁବ ଚାଷୀ ଅଜୟ କୁମାର ଗୁଡ଼ଲା, ଭି. ଅଶୋକ, ଶଶୀ ଭୂଷଣ ବେହେରା ଓ ଶିବ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଚାଷୀମାନଙ୍କ ପକ୍ଷରୁ ଧାନ କ୍ରୟରେ ହେଉଥିବା ବିଳମ୍ବ, ଟୋକେନ୍ ଅଭାବ, କଟଣୀ–ଛଟଣୀ ନାମରେ ଚାଲିଥିବା ଅନିୟମ ଓ ଦୁର୍ନୀତିକୁ ତୁରନ୍ତ ବନ୍ଦ କରିବା ସହ ସମସ୍ତ ଚାଷୀଙ୍କ ଧାନ ତୁରନ୍ତ କ୍ରୟ କରିବାକୁ ଦାବୀ କରାଯାଇଛି । ଦାବୀପତ୍ର ଗ୍ରହଣ କରିଥିବା ତହସିଲ ବଡ଼ବାବୁ କାଳୀଚରଣ ରଥ ଚାଷୀମାନଙ୍କ ସମସ୍ୟା ସମ୍ପର୍କରେ ଉପରସ୍ଥ ଅଧିକାରୀଙ୍କୁ ଅବଗତ କରାଯିବ ବୋଲି ଆଶ୍ୱାସନ ଦେଇଥିବା ଜଣାପଡ଼ିଛି । ବର୍ତ୍ତମାନ ଚାଷୀମାନେ ସରକାରଙ୍କ ତୁରନ୍ତ ହସ୍ତକ୍ଷେପ ଆଶା କରୁଛନ୍ତି ।

2 days ago
user_Narattam Kumar padhy
Narattam Kumar padhy
Journalist ବିଷମାକଟକ, ରାୟଗଡା, ଓଡ଼ିଶା•
2 days ago
cce27955-fffa-42a5-b72a-df8173870dd0

ରାଜ୍ୟ କୃଷକ ସଂଘ ସଭାପତିଙ୍କ ପ୍ରଭାକର ନାୟକ ଙ୍କ ନେତୃତ୍ୱରେ ଆଜି ବିଷମକଟକ ତହସିଲ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମହୋଦୟଙ୍କ ଉଦ୍ଦେଶ୍ୟରେ ଚାଷୀମାନଙ୍କ ବିଭିନ୍ନ ଦାବୀ ନେଇ ଏକ ଦାବୀପତ୍ର ପ୍ରଦାନ କରାଯାଇଛି । ତହସିଲଦାର ଓ ଅତିରିକ୍ତ ତହସିଲଦାରଙ୍କ ଅନୁପସ୍ଥିତିରେ, ତହସିଲ ବଡ଼ବାବୁ କାଳୀଚରଣ ରଥ ମହୋଦୟ ଦାବୀପତ୍ର ଗ୍ରହଣ କରିଥିଲେ । ଏହି ଅବସରରେ ରାୟଗଡ଼ା ଜିଲ୍ଲା ସଭାପତି ବାଳ ମୁକୁନ୍ଦ ପାଳ, ଜିଲ୍ଲା କ୍ୟାସିଅର ଅମିତ

କୁମାର ପାଢ଼ୀ, ଜିଲ୍ଲା ସମ୍ପାଦକ ଜବାବ ପାଲକା, ମୁନିଗୁଡା ବ୍ଲକ ସଭାପତି ସୁକାନ୍ତ କୁମାର ସେଠୀ, ବିଷମକଟକ ବ୍ଲକ କୃଷକ ଶିବ ପ୍ରସାଦ ପାଢ଼ୀ, ବିଷମକଟକ ବ୍ଲକ କୃଷି ସଭାନେତ୍ରୀ ଏସ୍.କେ. ପଙ୍କଜିନୀ ନାଗ, ଯୁବ ଚାଷୀ ଅଜୟ କୁମାର ଗୁଡ଼ଲା, ଭି. ଅଶୋକ, ଶଶୀ ଭୂଷଣ ବେହେରା ଓ ଶିବ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଚାଷୀମାନଙ୍କ ପକ୍ଷରୁ ଧାନ କ୍ରୟରେ ହେଉଥିବା ବିଳମ୍ବ,

e75ee9da-9ab6-4d60-b3d8-a41aa5209326

ଟୋକେନ୍ ଅଭାବ, କଟଣୀ–ଛଟଣୀ ନାମରେ ଚାଲିଥିବା ଅନିୟମ ଓ ଦୁର୍ନୀତିକୁ ତୁରନ୍ତ ବନ୍ଦ କରିବା ସହ ସମସ୍ତ ଚାଷୀଙ୍କ ଧାନ ତୁରନ୍ତ କ୍ରୟ କରିବାକୁ ଦାବୀ କରାଯାଇଛି । ଦାବୀପତ୍ର ଗ୍ରହଣ କରିଥିବା ତହସିଲ ବଡ଼ବାବୁ କାଳୀଚରଣ ରଥ ଚାଷୀମାନଙ୍କ ସମସ୍ୟା ସମ୍ପର୍କରେ ଉପରସ୍ଥ ଅଧିକାରୀଙ୍କୁ ଅବଗତ କରାଯିବ ବୋଲି ଆଶ୍ୱାସନ ଦେଇଥିବା ଜଣାପଡ଼ିଛି । ବର୍ତ୍ତମାନ ଚାଷୀମାନେ ସରକାରଙ୍କ ତୁରନ୍ତ ହସ୍ତକ୍ଷେପ ଆଶା କରୁଛନ୍ତି ।

More news from ଓଡ଼ିଶା and nearby areas
  • #
    1
    #
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    8 hrs ago
  • ଏସ ଏସ ଡି ସ୍କୁଲ ରେ ବାର୍ଷିକ ଉତ୍ସବ ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ବଡ଼ କଳାକଟ ପଞ୍ଚାୟତ ର ସରକାରୀ ଉଚ୍ଚ ବିଦ୍ୟାଳୟ ଏସ ଏସ ଡି ଆଶ୍ରମ ସ୍କୁଲ ରେ ବାର୍ଷିକ ଉସର୍ବ ପାଳିତ ହୋଇଛି | ଏହି ବାର୍ଷିକ ଉସର୍ବ ରେ ମୁଖ୍ୟ ଅତିଥି ଭାବେ ଜଗଦେଲେ ପ୍ରକଳ୍ପ ପ୍ରଶାସକ ଶ୍ରୀଯୁକ୍ତ ଅଙ୍ଗଶୁମାନ ମହାପାତ୍ର, ଶ୍ରୀଯୁକ୍ତ ଶ୍ୟାମଘନ ଭୂୟାଁ ଶିକ୍ଷା ମଣ୍ଡଳା ଧୀନ ରାୟଗଡ଼ା ଓ ସଭାପତି ଶ୍ରୀଯୁକ୍ତ ସଲମନ ରାଇକା ଜିଲ୍ଲା ମଙ୍ଗଳ ଅଧିକାରୀ ଜଗ ଦେଇଥିଲେ | ପ୍ରଧାନ ଶିକ୍ଷକ ଶ୍ରୀ ପୁର୍ଣ ଚନ୍ଦ୍ର ମାଉଡ଼ି ବାର୍ଷିକ ଉସର୍ବ ର ବିବରଣୀ ପାଠ କରି ଶୁଣାଇ ଥିଲେ | ମୁଖ୍ୟ ଅତିଥି ମାନେ ଆଦିବାସୀ ଛାତ୍ର ଛାତ୍ରୀ ଙ୍କର ଶିକ୍ଷା ଓ ଦକ୍ଷତା ର ବିକାଶ ନିମନ୍ତେ ସରକାର ଯେଉଁ ପ୍ରକାର ଯଜନା କରୁଛନ୍ତି ସେହି ଯଜନା ମାନଙ୍କର ଲାଭ ଉଠାଇ ଭଲ ପାଠ ପଡ଼ିବା ବା ପାଇଁ ଅତିଥି ମାନେ ପରାମର୍ସ କରି ଥିଲେ | ଏହି ବାର୍ଷିକ ଉସର୍ବ ରେ ଉପସ୍ଥିତ ହୋଇଥିବା ଅନ୍ୟ ଅତିଥି ମାନେ ହେଲେ ରମେଶ ଚନ୍ଦ୍ର ଦାସ, ଜିଲ୍ଲା ଶିକ୍ଷା ନିରୀକ୍ଷକ, ରେଣୁକା ପାତ୍ର ଜିଲ୍ଲା ପରିଷଦ ସଭ୍ୟା,ସ୍ଥାନୀୟ ସରପଞ୍ଚ ମାସେସ ଗମାଙ୍ଗ ଓ ସଳତିଏଲ ଗମାଙ୍ଗ ଏବଂ ବିଦ୍ୟାଳୟ ପରିଚାଳନା କମିଟି ଉପସ୍ଥିତ ଥିଲେ |
    1
    ଏସ ଏସ ଡି ସ୍କୁଲ ରେ ବାର୍ଷିକ ଉତ୍ସବ 
ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ବଡ଼ କଳାକଟ ପଞ୍ଚାୟତ ର  ସରକାରୀ ଉଚ୍ଚ ବିଦ୍ୟାଳୟ ଏସ ଏସ ଡି ଆଶ୍ରମ ସ୍କୁଲ ରେ ବାର୍ଷିକ ଉସର୍ବ ପାଳିତ ହୋଇଛି  | ଏହି ବାର୍ଷିକ ଉସର୍ବ ରେ ମୁଖ୍ୟ ଅତିଥି ଭାବେ ଜଗଦେଲେ ପ୍ରକଳ୍ପ ପ୍ରଶାସକ ଶ୍ରୀଯୁକ୍ତ ଅଙ୍ଗଶୁମାନ ମହାପାତ୍ର,  ଶ୍ରୀଯୁକ୍ତ ଶ୍ୟାମଘନ ଭୂୟାଁ ଶିକ୍ଷା ମଣ୍ଡଳା ଧୀନ ରାୟଗଡ଼ା ଓ ସଭାପତି ଶ୍ରୀଯୁକ୍ତ ସଲମନ ରାଇକା ଜିଲ୍ଲା ମଙ୍ଗଳ ଅଧିକାରୀ ଜଗ ଦେଇଥିଲେ | ପ୍ରଧାନ ଶିକ୍ଷକ ଶ୍ରୀ ପୁର୍ଣ ଚନ୍ଦ୍ର ମାଉଡ଼ି ବାର୍ଷିକ ଉସର୍ବ ର ବିବରଣୀ ପାଠ କରି ଶୁଣାଇ ଥିଲେ | ମୁଖ୍ୟ ଅତିଥି ମାନେ  ଆଦିବାସୀ  ଛାତ୍ର ଛାତ୍ରୀ ଙ୍କର ଶିକ୍ଷା ଓ ଦକ୍ଷତା ର ବିକାଶ ନିମନ୍ତେ ସରକାର ଯେଉଁ ପ୍ରକାର ଯଜନା କରୁଛନ୍ତି ସେହି ଯଜନା ମାନଙ୍କର ଲାଭ ଉଠାଇ ଭଲ ପାଠ ପଡ଼ିବା ବା ପାଇଁ ଅତିଥି ମାନେ ପରାମର୍ସ କରି ଥିଲେ | ଏହି ବାର୍ଷିକ ଉସର୍ବ ରେ ଉପସ୍ଥିତ ହୋଇଥିବା ଅନ୍ୟ ଅତିଥି ମାନେ ହେଲେ ରମେଶ ଚନ୍ଦ୍ର ଦାସ, ଜିଲ୍ଲା ଶିକ୍ଷା ନିରୀକ୍ଷକ, ରେଣୁକା ପାତ୍ର ଜିଲ୍ଲା ପରିଷଦ ସଭ୍ୟା,ସ୍ଥାନୀୟ ସରପଞ୍ଚ ମାସେସ ଗମାଙ୍ଗ ଓ ସଳତିଏଲ ଗମାଙ୍ଗ ଏବଂ ବିଦ୍ୟାଳୟ ପରିଚାଳନା କମିଟି ଉପସ୍ଥିତ ଥିଲେ |
    user_GUMMA UPDATE NEWS
    GUMMA UPDATE NEWS
    Journalist ସେରଙ୍ଗୋ, ଗଜପତି, ଓଡ଼ିଶା•
    21 hrs ago
  • କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ୍ ଅନ୍ତର୍ଗତ ମୁଣ୍ଡିଗଡ଼ ଗ୍ରାମପଞ୍ଚାୟତ ତରଲଙ୍ଗୀ ଗ୍ରାମର ୮୨ ବର୍ଷୀୟା ବୃଦ୍ଧାଙ୍କୁ ଆଜି ପର୍ଯନ୍ତ ମିଳିପାରିନି କୌଣସି ଆବାସ ଗୃହ, କେବଳ ଭତା ଏବଂ ମାଗଣା ଚାଉଳରେ ସତେ ଜେମିତି ସ୍ବପ୍ନ ସରିଯାଉଛି l ଅନେକ ବାର ପ୍ରଶାସନିକ ଅଧିକାରୀଙ୍କୁ ଅବଗତ କରିଥିଲେ ସୁଧା କୌଣସି ସୁଫଳ ମିଳିପାରିନି l
    1
    କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ୍ ଅନ୍ତର୍ଗତ ମୁଣ୍ଡିଗଡ଼ ଗ୍ରାମପଞ୍ଚାୟତ ତରଲଙ୍ଗୀ ଗ୍ରାମର ୮୨ ବର୍ଷୀୟା ବୃଦ୍ଧାଙ୍କୁ ଆଜି ପର୍ଯନ୍ତ ମିଳିପାରିନି କୌଣସି ଆବାସ ଗୃହ, କେବଳ ଭତା ଏବଂ ମାଗଣା ଚାଉଳରେ ସତେ ଜେମିତି ସ୍ବପ୍ନ ସରିଯାଉଛି l ଅନେକ ବାର ପ୍ରଶାସନିକ ଅଧିକାରୀଙ୍କୁ ଅବଗତ କରିଥିଲେ ସୁଧା କୌଣସି ସୁଫଳ ମିଳିପାରିନି l
    user_Emmanuel Nayak
    Emmanuel Nayak
    Journalist ବାଲିଗୁଡା, କନ୍ଧମାଳ, ଓଡ଼ିଶା•
    38 min ago
  • Post by AK14TV
    1
    Post by AK14TV
    user_AK14TV
    AK14TV
    Journalist ପାରଳାଖେମୁଣ୍ଡି, ଗଜପତି, ଓଡ଼ିଶା•
    6 hrs ago
  • Post by ଓମ୍ ସାଇ ରାମ୍
    1
    Post by ଓମ୍ ସାଇ ରାମ୍
    user_ଓମ୍ ସାଇ ରାମ୍
    ଓମ୍ ସାଇ ରାମ୍
    Singer Nabarangpur, Odisha•
    8 hrs ago
  • ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଟାଙ୍ଗଣାପଲ୍ଲୀର ନଗରଢିଅ ଠାରେ ଇଂରାଜୀ ନବବର୍ଷ ୨୦୨୬ ଅବସରରେ ଆୟୋଜିତ ହୋଇଥିବା ଆଞ୍ଚଳିକ ସେବାନିବୃତ୍ତ ଶିକ୍ଷକ କର୍ମଚାରୀଙ୍କୁ ସମର୍ଦ୍ଧନା ଉତ୍ସବରେ ରମେଶ ଭାଇ ଜେନା ଗଞ୍ଜାମ ସଭାପତି କଂଗ୍ରେସ ଯୋଗଦାନ । ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଟାଙ୍ଗଣାପଲ୍ଲୀର ନଗରଢିଅ ଠାରେ ଇଂରାଜୀ ନବବର୍ଷ ୨୦୨୬ ଅବସରରେ ଆୟୋଜିତ ହୋଇଥିବା ଆଞ୍ଚଳିକ ସେବାନିବୃତ୍ତ ଶିକ୍ଷକ କର୍ମଚାରୀଙ୍କୁ ସମର୍ଦ୍ଧନା ଉତ୍ସବରେ  ରମେଶ ଭାଇ ଜେନା ଗଞ୍ଜାମ ସଭାପତି କଂଗ୍ରେସ ଯୋଗଦାନ । ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    Reporter ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    2 hrs ago
  • କୋରାପୁଟ ସ୍ପୋର୍ଟସ ଷ୍ଟାଡିୟମ ଠାରୁ ସ୍ଵଦେଶୀ ସଂକଳ୍ପ ଦୌଡ଼ ଓ ସ୍ଵଦେଶୀ ସଂକଳ୍ପ ଯାତ୍ରା ଶୁଭାରମ୍ଭ
    1
    କୋରାପୁଟ ସ୍ପୋର୍ଟସ ଷ୍ଟାଡିୟମ ଠାରୁ ସ୍ଵଦେଶୀ ସଂକଳ୍ପ ଦୌଡ଼ ଓ ସ୍ଵଦେଶୀ ସଂକଳ୍ପ ଯାତ୍ରା ଶୁଭାରମ୍ଭ
    user_Koraput News
    Koraput News
    Journalist କୋରାପୁଟ, କୋରାପୁଟ, ଓଡ଼ିଶା•
    6 hrs ago
  • Post by AK14TV
    1
    Post by AK14TV
    user_AK14TV
    AK14TV
    Journalist ପାରଳାଖେମୁଣ୍ଡି, ଗଜପତି, ଓଡ଼ିଶା•
    18 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.