logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଉଦଳା ବିଜ୍ଞପିତ ଅଞ୍ଚଳ ପରିଷଦର ୭ ନମ୍ବର ୱାର୍ଡରେ ଏକ ଦୁର୍ଲଭ ବ୍ରହ୍ମ କମଳ ଫୁଟିଥିବା ଜଣାପଡ଼ିଛି।

4 hrs ago
user_Rajib Behera
Rajib Behera
Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
4 hrs ago

ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଉଦଳା ବିଜ୍ଞପିତ ଅଞ୍ଚଳ ପରିଷଦର ୭ ନମ୍ବର ୱାର୍ଡରେ ଏକ ଦୁର୍ଲଭ ବ୍ରହ୍ମ କମଳ ଫୁଟିଥିବା ଜଣାପଡ଼ିଛି।

More news from ଓଡ଼ିଶା and nearby areas
  • ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଉଦଳା ବିଜ୍ଞପିତ ଅଞ୍ଚଳ ପରିଷଦର ୭ ନମ୍ବର ୱାର୍ଡରେ ଏକ ଦୁର୍ଲଭ ବ୍ରହ୍ମ କମଳ ଫୁଟିଥିବା ଜଣାପଡ଼ିଛି।
    1
    ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଉଦଳା ବିଜ୍ଞପିତ ଅଞ୍ଚଳ ପରିଷଦର ୭ ନମ୍ବର ୱାର୍ଡରେ ଏକ ଦୁର୍ଲଭ ବ୍ରହ୍ମ କମଳ ଫୁଟିଥିବା ଜଣାପଡ଼ିଛି।
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    4 hrs ago
  • SIR କ'ଣ, ଏହା କାହିଁକି କରାଯାଉଛି ଏବଂ ଏହା କିପରି କାର୍ଯ୍ୟକାରୀ ହେବ, ସେନେଇ ପ୍ରଶ୍ନ ଉଠାଯାଉଛି। ଏହି ପ୍ରସଙ୍ଗରେ ମୟୂରଭଞ୍ଜ ଜିଲ୍ଲାପାଳଙ୍କ ମତାମତ କ'ଣ ରହିଛି ତାହା ଜାଣିବାକୁ ମଧ୍ୟ ଆଗ୍ରହ ପ୍ରକାଶ ପାଇଛି।
    1
    SIR କ'ଣ, ଏହା କାହିଁକି କରାଯାଉଛି ଏବଂ ଏହା କିପରି କାର୍ଯ୍ୟକାରୀ ହେବ, ସେନେଇ ପ୍ରଶ୍ନ ଉଠାଯାଉଛି। ଏହି ପ୍ରସଙ୍ଗରେ ମୟୂରଭଞ୍ଜ ଜିଲ୍ଲାପାଳଙ୍କ ମତାମତ କ'ଣ ରହିଛି ତାହା ଜାଣିବାକୁ ମଧ୍ୟ ଆଗ୍ରହ ପ୍ରକାଶ ପାଇଛି।
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    14 hrs ago
  • ପଶ୍ଚିମବଙ୍ଗ ଦେଇ ଓଡ଼ିଶାକୁ ବାଂଲାଦେଶୀ ଅନୁପ୍ରବେଶକାରୀ ପ୍ରବେଶ କରିପାରନ୍ତି ବୋଲି ଏକ ଗୁପ୍ତ ସୂଚନା ମିଳିବା ପରେ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତରେ ସୁରକ୍ଷା ବ୍ୟବସ୍ଥାକୁ ଅତ୍ୟନ୍ତ କଡ଼ାକଡ଼ି କରାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ପାଇବା ପରେ ମୟୂରଭଞ୍ଜ ଜିଲ୍ଲା ପୋଲିସ ସମ୍ପୂର୍ଣ୍ଣ ଆଲର୍ଟ ମୋଡ୍‌କୁ ଆସିଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ମୟୂରଭଞ୍ଜ ଜିଲ୍ଲାର ପଶ୍ଚିମବଙ୍ଗ ସୀମାନ୍ତ ଚାନ୍ଦୁଆ ଥାନା ଅନ୍ତର୍ଗତ ଚକଶୁଳିଆପଦା ଠାରେ ଆଜିଠାରୁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ଯାଞ୍ଚ ଆରମ୍ଭ ହୋଇଛି। ଏଥିପାଇଁ ପୋଲିସ ସେଠାରେ ଏକ ସ୍ୱତନ୍ତ୍ର ଅସ୍ଥାୟୀ ଚେକପୋଷ୍ଟ ନିର୍ମାଣ କରିଛି। ପଶ୍ଚିମବଙ୍ଗ ପଟୁ ଓଡ଼ିଶା ସୀମାକୁ ପ୍ରବେଶ କରୁଥିବା ସମସ୍ତ ଛୋଟବଡ଼ ଯାନବାହନ, ବାଇକ୍ ଏବଂ ମାଲବାହୀ ଟ୍ରକ୍ ଗୁଡ଼ିକୁ ପୋଲିସ ଅଟକାଇ କଡ଼ା ଯାଞ୍ଚ କରୁଛି। ଗାଡ଼ି ଚାଳକ ଏବଂ ସେଥିରେ ଯାତ୍ରା କରୁଥିବା ଲୋକଙ୍କ ପରିଚୟ ପତ୍ର ମଧ୍ୟ ପୋଲିସ ଯାଞ୍ଚ କରୁଛି, ଯେପରି କୌଣସି ସନ୍ଦିଗ୍ଧ ବ୍ୟକ୍ତି ରାଜ୍ୟ ଭିତରକୁ ପ୍ରବେଶ କରିପାରିବେ ନାହିଁ। ପୋଲିସ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ଯେ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ପଦକ୍ଷେପ ନିଆଯାଇଛି ଏବଂ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ଏହି କଡ଼ା ଚେକିଂ ପ୍ରକ୍ରିୟା ନିରନ୍ତର ଭାବେ ଜାରି ରହିବ।
    4
    ପଶ୍ଚିମବଙ୍ଗ ଦେଇ ଓଡ଼ିଶାକୁ ବାଂଲାଦେଶୀ ଅନୁପ୍ରବେଶକାରୀ ପ୍ରବେଶ କରିପାରନ୍ତି ବୋଲି ଏକ ଗୁପ୍ତ ସୂଚନା ମିଳିବା ପରେ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତରେ ସୁରକ୍ଷା ବ୍ୟବସ୍ଥାକୁ ଅତ୍ୟନ୍ତ କଡ଼ାକଡ଼ି କରାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ପାଇବା ପରେ ମୟୂରଭଞ୍ଜ ଜିଲ୍ଲା ପୋଲିସ ସମ୍ପୂର୍ଣ୍ଣ ଆଲର୍ଟ ମୋଡ୍‌କୁ ଆସିଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ମୟୂରଭଞ୍ଜ ଜିଲ୍ଲାର ପଶ୍ଚିମବଙ୍ଗ ସୀମାନ୍ତ ଚାନ୍ଦୁଆ ଥାନା ଅନ୍ତର୍ଗତ ଚକଶୁଳିଆପଦା ଠାରେ ଆଜିଠାରୁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ଯାଞ୍ଚ ଆରମ୍ଭ ହୋଇଛି। ଏଥିପାଇଁ ପୋଲିସ ସେଠାରେ ଏକ ସ୍ୱତନ୍ତ୍ର ଅସ୍ଥାୟୀ ଚେକପୋଷ୍ଟ ନିର୍ମାଣ କରିଛି। ପଶ୍ଚିମବଙ୍ଗ ପଟୁ ଓଡ଼ିଶା ସୀମାକୁ ପ୍ରବେଶ କରୁଥିବା ସମସ୍ତ ଛୋଟବଡ଼ ଯାନବାହନ, ବାଇକ୍ ଏବଂ ମାଲବାହୀ ଟ୍ରକ୍ ଗୁଡ଼ିକୁ ପୋଲିସ ଅଟକାଇ କଡ଼ା ଯାଞ୍ଚ କରୁଛି।

ଗାଡ଼ି ଚାଳକ ଏବଂ ସେଥିରେ ଯାତ୍ରା କରୁଥିବା ଲୋକଙ୍କ ପରିଚୟ ପତ୍ର ମଧ୍ୟ ପୋଲିସ ଯାଞ୍ଚ କରୁଛି, ଯେପରି କୌଣସି ସନ୍ଦିଗ୍ଧ ବ୍ୟକ୍ତି ରାଜ୍ୟ ଭିତରକୁ ପ୍ରବେଶ କରିପାରିବେ ନାହିଁ। ପୋଲିସ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ଯେ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ପଦକ୍ଷେପ ନିଆଯାଇଛି ଏବଂ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ଏହି କଡ଼ା ଚେକିଂ ପ୍ରକ୍ରିୟା ନିରନ୍ତର ଭାବେ ଜାରି ରହିବ।
    user_JAYANTA DHADA
    JAYANTA DHADA
    ସୁଳିଆପଡ଼ା, ମୟୂରଭଞ୍ଜ, ଓଡ଼ିଶା•
    15 hrs ago
  • ସଦର ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ସମିତି ସଭ୍ୟ ଓ ସରପଞ୍ଚମାନେ ପ୍ରତିବାଦ କରିଛନ୍ତି ଏବଂ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସୂଚନା ମିଳିଛି ଯେ ଖୁବ୍ ଶୀଘ୍ର ସଦର ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଏକ ଅନାସ୍ଥା ପ୍ରସ୍ତାବ ଆସିପାରେ।
    1
    ସଦର ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ସମିତି ସଭ୍ୟ ଓ ସରପଞ୍ଚମାନେ ପ୍ରତିବାଦ କରିଛନ୍ତି ଏବଂ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସୂଚନା ମିଳିଛି ଯେ ଖୁବ୍ ଶୀଘ୍ର ସଦର ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଏକ ଅନାସ୍ଥା ପ୍ରସ୍ତାବ ଆସିପାରେ।
    user_Odisha News Express
    Odisha News Express
    ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    39 min ago
  • ବାଲେଶ୍ୱରରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ସ୍ଥାନୀୟ ଦୁର୍ଗା ଗାର୍ଡେନ କଲ୍ୟାଣ ମଣ୍ଡପ ପରିସରରେ ଶନିବାର ପୂର୍ବାହ୍ନରେ ଏକ ବିଶାଳ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୨୨ ୟୁନିଟ ରକ୍ତ ସଂଗୃହୀତ ହୋଇଛି। ରାଜ୍ୟ ବିଜୁ ଯୁବ ଜନତା ଦଳର ସଭାପତି ଚିନ୍ମୟ ସାହୁ ଏହି ରକ୍ତଦାନ ଶିବିରକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ବିଜୁ ଯୁବ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ ଧିରେନ ନାୟକ ଓ ରାଜ୍ୟ ବିଜୁ ଛାତ୍ର ଜନତା ଦଳର ପୂର୍ବତନ ସମ୍ପାଦକ ବିଭୁ ଦତ୍ତ ପରିଡାଙ୍କ ଆବାହକତ୍ୱରେ ଆୟୋଜିତ ଏହି ଶିବିରରେ ଜଳେଶ୍ୱର ବିଧାୟକ ଅଶ୍ୱନୀ କୁମାର ପାତ୍ର, ରାଜ୍ୟ ଯୁବ ବିଜୁ ଜନତା ଦଳ ଉପସଭାପତି ମନୋଜ ସେନାପତି, ଉପସଭାପତି ଅରୂପ ଶ୍ରୀ ଚନ୍ଦନ ଓ ତାପସ ପାଣିଗ୍ରାହୀ, ସଦର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନ, ରାଜ୍ୟ ବିଜୁ ମହିଳା ଜନତା ଦଳର ବରିଷ୍ଠ ନେତ୍ରୀ ମୀରା ପରିଡା ଓ ଜୟରାମ ଦାସ, ରାଜ୍ୟ ବିଜୁ ଜନତା ଦଳର ପୂର୍ବତନ ଯୁଗ୍ମ ସମ୍ପାଦକ ସତ୍ୟ ରଞ୍ଜନ ଦାସ ଏବଂ ଜିଲ୍ଲା ରକ୍ତଦାତା ସଂଘ ସଭାପତି କମଳ ଚକ୍ରବର୍ତ୍ତୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଆଜିର ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସୌଭାଗ୍ୟ ଖୁଣ୍ଟିଆ, ଅଦ୍ୟା ଆଶୁତୋଷ, ବିକାଶ କୁମାର ବେହେରା, ଅଭିଷେକ ମହାନ୍ତି, ହୃଷିକେଶ ବେହେରା, ସଂଜୀବ କୁମାର ହାତୀ, ଲକ୍ସନ ପ୍ରଧାନ, ତପନ ଦାସ, ଦୀପକ ଜେନାଙ୍କ ସମେତ ବହୁ ଯୁବ ଓ ଛାତ୍ର ଜନତା ଦଳର ସଦସ୍ୟଙ୍କ ସହଯୋଗ ମିଳିଥିଲା।
    1
    ବାଲେଶ୍ୱରରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ସ୍ଥାନୀୟ ଦୁର୍ଗା ଗାର୍ଡେନ କଲ୍ୟାଣ ମଣ୍ଡପ ପରିସରରେ ଶନିବାର ପୂର୍ବାହ୍ନରେ ଏକ ବିଶାଳ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୨୨ ୟୁନିଟ ରକ୍ତ ସଂଗୃହୀତ ହୋଇଛି।

ରାଜ୍ୟ ବିଜୁ ଯୁବ ଜନତା ଦଳର ସଭାପତି ଚିନ୍ମୟ ସାହୁ ଏହି ରକ୍ତଦାନ ଶିବିରକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ବିଜୁ ଯୁବ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ ଧିରେନ ନାୟକ ଓ ରାଜ୍ୟ ବିଜୁ ଛାତ୍ର ଜନତା ଦଳର ପୂର୍ବତନ ସମ୍ପାଦକ ବିଭୁ ଦତ୍ତ ପରିଡାଙ୍କ ଆବାହକତ୍ୱରେ ଆୟୋଜିତ ଏହି ଶିବିରରେ ଜଳେଶ୍ୱର ବିଧାୟକ ଅଶ୍ୱନୀ କୁମାର ପାତ୍ର, ରାଜ୍ୟ ଯୁବ ବିଜୁ ଜନତା ଦଳ ଉପସଭାପତି ମନୋଜ ସେନାପତି, ଉପସଭାପତି ଅରୂପ ଶ୍ରୀ ଚନ୍ଦନ ଓ ତାପସ ପାଣିଗ୍ରାହୀ, ସଦର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନ, ରାଜ୍ୟ ବିଜୁ ମହିଳା ଜନତା ଦଳର ବରିଷ୍ଠ ନେତ୍ରୀ ମୀରା ପରିଡା ଓ ଜୟରାମ ଦାସ, ରାଜ୍ୟ ବିଜୁ ଜନତା ଦଳର ପୂର୍ବତନ ଯୁଗ୍ମ ସମ୍ପାଦକ ସତ୍ୟ ରଞ୍ଜନ ଦାସ ଏବଂ ଜିଲ୍ଲା ରକ୍ତଦାତା ସଂଘ ସଭାପତି କମଳ ଚକ୍ରବର୍ତ୍ତୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।

ଆଜିର ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସୌଭାଗ୍ୟ ଖୁଣ୍ଟିଆ, ଅଦ୍ୟା ଆଶୁତୋଷ, ବିକାଶ କୁମାର ବେହେରା, ଅଭିଷେକ ମହାନ୍ତି, ହୃଷିକେଶ ବେହେରା, ସଂଜୀବ କୁମାର ହାତୀ, ଲକ୍ସନ ପ୍ରଧାନ, ତପନ ଦାସ, ଦୀପକ ଜେନାଙ୍କ ସମେତ ବହୁ ଯୁବ ଓ ଛାତ୍ର ଜନତା ଦଳର ସଦସ୍ୟଙ୍କ ସହଯୋଗ ମିଳିଥିଲା।
    user_Journalist Harishankar Jena
    Journalist Harishankar Jena
    Media company ବାଲେଶ୍ୱର ସଦର, ବାଲେଶ୍ୱର, ଓଡ଼ିଶା•
    6 hrs ago
  • ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି ଚାଲିଥିବା ବେଳେ, ମହାପ୍ରଭୁଙ୍କ ପ୍ରିୟ ଅଧରପଣା ପାଇଁ ବ୍ୟବହୃତ ହେବାକୁ ଥିବା ଅଧର ହାଣ୍ଡି ତିଆରି କାମରେ କୁମ୍ଭକାରମାନେ ବ୍ୟସ୍ତ ହୋଇପଡ଼ିଛନ୍ତି। ବଡ଼ ଜାତ ପୂର୍ବରୁ କୁମ୍ଭାର ସାହିରେ ଏହାକୁ ନେଇ ଗହଳି ଚହଳି ଲାଗିରହିଛି। ମାଟିର ସୁଗନ୍ଧ ଓ ପାରମ୍ପରିକ କାରିଗରୀର ନିଖୁଣ ସ୍ପର୍ଶରେ ଶହ ଶହ ଅଧର ହାଣ୍ଡି ତିଆରି କରାଯାଉଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ ହେବାର ସୌଭାଗ୍ୟ ପାଇଁ କୁମ୍ଭାର ସାହିରେ ଏକ ଅପୂର୍ବ ଉତ୍ସାହ ଓ ଭକ୍ତିର ପରିବେଶ ଦେଖିବାକୁ ମିଳିଛି। ଭକ୍ତଙ୍କ ବିଶ୍ୱାସ ଯେ ମହାପ୍ରଭୁଙ୍କ ଅଧର ସ୍ପର୍ଶରେ ଏହି ହାଣ୍ଡି ଧନ୍ୟ ହେବ। ବଡ଼ ଠାକୁରଙ୍କ ସେବା ପାଇଁ ପ୍ରସ୍ତୁତ ହେଉଥିବା ପ୍ରତ୍ୟେକ ହାଣ୍ଡି ସହିତ ଓଡ଼ିଆ ଐତିହ୍ୟ, ପରମ୍ପରା ଓ ଆସ୍ଥା ଜଡ଼ିତ ରହିଛି। ବଡ଼ଦାଣ୍ଡରେ ରଥଯାତ୍ରାର ମାହୋଲ ବଢ଼ୁଥିବା ବେଳେ, କୁମ୍ଭାର ସାହିରେ ମଧ୍ୟ ଭକ୍ତି ଓ କର୍ମର ଏକ ଅନନ୍ୟ ସଙ୍ଗମ ପରିଲକ୍ଷିତ ହେଉଛି।
    1
    ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି ଚାଲିଥିବା ବେଳେ, ମହାପ୍ରଭୁଙ୍କ ପ୍ରିୟ ଅଧରପଣା ପାଇଁ ବ୍ୟବହୃତ ହେବାକୁ ଥିବା ଅଧର ହାଣ୍ଡି ତିଆରି କାମରେ କୁମ୍ଭକାରମାନେ ବ୍ୟସ୍ତ ହୋଇପଡ଼ିଛନ୍ତି। ବଡ଼ ଜାତ ପୂର୍ବରୁ କୁମ୍ଭାର ସାହିରେ ଏହାକୁ ନେଇ ଗହଳି ଚହଳି ଲାଗିରହିଛି।

ମାଟିର ସୁଗନ୍ଧ ଓ ପାରମ୍ପରିକ କାରିଗରୀର ନିଖୁଣ ସ୍ପର୍ଶରେ ଶହ ଶହ ଅଧର ହାଣ୍ଡି ତିଆରି କରାଯାଉଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ ହେବାର ସୌଭାଗ୍ୟ ପାଇଁ କୁମ୍ଭାର ସାହିରେ ଏକ ଅପୂର୍ବ ଉତ୍ସାହ ଓ ଭକ୍ତିର ପରିବେଶ ଦେଖିବାକୁ ମିଳିଛି। ଭକ୍ତଙ୍କ ବିଶ୍ୱାସ ଯେ ମହାପ୍ରଭୁଙ୍କ ଅଧର ସ୍ପର୍ଶରେ ଏହି ହାଣ୍ଡି ଧନ୍ୟ ହେବ।

ବଡ଼ ଠାକୁରଙ୍କ ସେବା ପାଇଁ ପ୍ରସ୍ତୁତ ହେଉଥିବା ପ୍ରତ୍ୟେକ ହାଣ୍ଡି ସହିତ ଓଡ଼ିଆ ଐତିହ୍ୟ, ପରମ୍ପରା ଓ ଆସ୍ଥା ଜଡ଼ିତ ରହିଛି। ବଡ଼ଦାଣ୍ଡରେ ରଥଯାତ୍ରାର ମାହୋଲ ବଢ଼ୁଥିବା ବେଳେ, କୁମ୍ଭାର ସାହିରେ ମଧ୍ୟ ଭକ୍ତି ଓ କର୍ମର ଏକ ଅନନ୍ୟ ସଙ୍ଗମ ପରିଲକ୍ଷିତ ହେଉଛି।
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    18 hrs ago
  • ଆଜି ଅପରାହ୍ନରେ କରଞ୍ଜିଆ ସହରରେ କାଳବୈଶାଖୀର ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ ଲଗାଣ ବର୍ଷା ହୋଇ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଝଡ଼ ଓ ବର୍ଷା ଯୋଗୁଁ କରଞ୍ଜିଆ-ଚଢ଼େଇଭୋଳ ଏବଂ କରଞ୍ଜିଆ-ସିଙ୍ଗଡ଼ା ରାସ୍ତାର ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡ଼ି ପଡ଼ିଥିଲା, ଯାହା ଫଳରେ ଯାତାୟାତ ସମ୍ପୂର୍ଣ୍ଣ ରୂପେ ବାଧାପ୍ରାପ୍ତ ହୋଇଥିଲା। ରାସ୍ତା ଉପରେ ଗଛ ପଡ଼ି ରହିଥିବାରୁ ଉଭୟ ପାର୍ଶ୍ୱରେ ଅନେକ ଯାନବାହନ ଅଟକି ରହିଥିଲା ଏବଂ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଖବର ପାଇବା ପରେ କରଞ୍ଜିଆ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଦୀର୍ଘ ସମୟର ପରିଶ୍ରମ ପରେ ରାସ୍ତା ଉପରୁ ଗଛଗୁଡ଼ିକୁ ହଟାଇ ଦିଆଯାଇଥିଲା ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା। ଅଗ୍ନିଶମ ବିଭାଗର ଏହି ତ୍ୱରିତ ଓ ତତ୍ପର ପଦକ୍ଷେପକୁ ସ୍ଥାନୀୟ ଲୋକମାନେ ଉଚ୍ଚ ପ୍ରଶଂସା କରିଛନ୍ତି।
    4
    ଆଜି ଅପରାହ୍ନରେ କରଞ୍ଜିଆ ସହରରେ କାଳବୈଶାଖୀର ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ ଲଗାଣ ବର୍ଷା ହୋଇ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଝଡ଼ ଓ ବର୍ଷା ଯୋଗୁଁ କରଞ୍ଜିଆ-ଚଢ଼େଇଭୋଳ ଏବଂ କରଞ୍ଜିଆ-ସିଙ୍ଗଡ଼ା ରାସ୍ତାର ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡ଼ି ପଡ଼ିଥିଲା, ଯାହା ଫଳରେ ଯାତାୟାତ ସମ୍ପୂର୍ଣ୍ଣ ରୂପେ ବାଧାପ୍ରାପ୍ତ ହୋଇଥିଲା।

ରାସ୍ତା ଉପରେ ଗଛ ପଡ଼ି ରହିଥିବାରୁ ଉଭୟ ପାର୍ଶ୍ୱରେ ଅନେକ ଯାନବାହନ ଅଟକି ରହିଥିଲା ଏବଂ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଖବର ପାଇବା ପରେ କରଞ୍ଜିଆ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଦୀର୍ଘ ସମୟର ପରିଶ୍ରମ ପରେ ରାସ୍ତା ଉପରୁ ଗଛଗୁଡ଼ିକୁ ହଟାଇ ଦିଆଯାଇଥିଲା ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା। ଅଗ୍ନିଶମ ବିଭାଗର ଏହି ତ୍ୱରିତ ଓ ତତ୍ପର ପଦକ୍ଷେପକୁ ସ୍ଥାନୀୟ ଲୋକମାନେ ଉଚ୍ଚ ପ୍ରଶଂସା କରିଛନ୍ତି।
    user_Partha Prasanna Mishra
    Partha Prasanna Mishra
    ସାମ୍ବାଦିକ Karanjia, Mayurbhanj•
    20 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.