logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପୁରୀ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗରେ କାର୍ଯ୍ୟରତ ସହକାରୀ ସୂଚନା ଅଧିକାରୀ (ଏଆଇଓ) ରାଜେନ୍ଦ୍ର କୁମାର ପାତ୍ର ତା. ୩୦/୦୫/୨୦୨୬ ରିଖରେ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ପୁରୀ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଶ୍ରୀ ପାତ୍ରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ଶ୍ରୀ ପାତ୍ରଙ୍କୁ ସମ୍ବର୍ଦ୍ଧିତ କରିବା ସହ କହିଥିଲେ ଯେ ସେ ବିଭାଗ ପାଇଁ ଅନେକ କାର୍ଯ୍ୟ କରିଛନ୍ତି। ଶ୍ରୀ ସେଠୀଙ୍କ ଅନୁଯାୟୀ, ସରକାର ଓ ସରକାରୀ ଯୋଜନାର ପ୍ରଚାର ପ୍ରସାର କ୍ଷେତ୍ରରେ ଶ୍ରୀ ପାତ୍ର ବିଭିନ୍ନ ସ୍ଥାନରେ କାର୍ଯ୍ୟକାରୀ କରି ସଫଳ ହୋଇଛନ୍ତି। ନିଜ ପ୍ରତିକ୍ରିୟାରେ ଶ୍ରୀ ପାତ୍ର ପ୍ରକାଶ କରିଥିଲେ ଯେ ସେ ବିଭାଗର କାର୍ଯ୍ୟକୁ ନିଷ୍ଠା ଓ ଆନ୍ତରିକ ଭାବେ କରିଛନ୍ତି ଏବଂ ନିଜ କାର୍ଯ୍ୟରେ ଆତ୍ମତୃପ୍ତି ଲାଭ କରିଛନ୍ତି। ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଉପଖଣ୍ଡ ସୂଚନା ଅଧିକାରୀ ପ୍ରଦୀପ୍ତ ସେନାପତି, ଗ୍ରନ୍ଥାଗାରିକ ମିନତୀ ଦାସ, ନିକ୍ଷେପକ ପ୍ରସନ୍ନ କୁମାର ସାହୁ, ଭଣ୍ଡାର ରକ୍ଷକ ରବୀନ୍ଦ୍ର କୁମାର ଦାସ, ବରିଷ୍ଠ ରାଜସ୍ୱ ସହାୟକ ଜିତେନ୍ଦ୍ର କୁମାର ସ୍ୱାଇଁ, କର୍ମଚାରୀ ସୁବ୍ରତ କୁମାର ସାହୁ, ତ୍ରିନାଥ ପାତ୍ର, ପ୍ରତିମା ମହାନ୍ତି, ଲକ୍ଷ୍ମୀଧର ନାୟକ ଏବଂ ଅବସରପ୍ରାପ୍ତ କର୍ମଚାରୀ ପ୍ରଦୀପ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

1 hr ago
user_OWNER-EDITOR
OWNER-EDITOR
Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
1 hr ago

ପୁରୀ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗରେ କାର୍ଯ୍ୟରତ ସହକାରୀ ସୂଚନା ଅଧିକାରୀ (ଏଆଇଓ) ରାଜେନ୍ଦ୍ର କୁମାର ପାତ୍ର ତା. ୩୦/୦୫/୨୦୨୬ ରିଖରେ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ପୁରୀ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଶ୍ରୀ ପାତ୍ରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ଶ୍ରୀ ପାତ୍ରଙ୍କୁ ସମ୍ବର୍ଦ୍ଧିତ କରିବା ସହ କହିଥିଲେ ଯେ ସେ ବିଭାଗ ପାଇଁ ଅନେକ କାର୍ଯ୍ୟ କରିଛନ୍ତି। ଶ୍ରୀ ସେଠୀଙ୍କ ଅନୁଯାୟୀ, ସରକାର ଓ ସରକାରୀ ଯୋଜନାର ପ୍ରଚାର ପ୍ରସାର କ୍ଷେତ୍ରରେ ଶ୍ରୀ ପାତ୍ର ବିଭିନ୍ନ ସ୍ଥାନରେ କାର୍ଯ୍ୟକାରୀ କରି ସଫଳ ହୋଇଛନ୍ତି। ନିଜ ପ୍ରତିକ୍ରିୟାରେ ଶ୍ରୀ ପାତ୍ର ପ୍ରକାଶ କରିଥିଲେ ଯେ ସେ ବିଭାଗର କାର୍ଯ୍ୟକୁ ନିଷ୍ଠା ଓ ଆନ୍ତରିକ ଭାବେ କରିଛନ୍ତି ଏବଂ ନିଜ କାର୍ଯ୍ୟରେ ଆତ୍ମତୃପ୍ତି ଲାଭ କରିଛନ୍ତି। ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଉପଖଣ୍ଡ ସୂଚନା ଅଧିକାରୀ ପ୍ରଦୀପ୍ତ ସେନାପତି, ଗ୍ରନ୍ଥାଗାରିକ ମିନତୀ ଦାସ, ନିକ୍ଷେପକ ପ୍ରସନ୍ନ କୁମାର ସାହୁ, ଭଣ୍ଡାର ରକ୍ଷକ ରବୀନ୍ଦ୍ର କୁମାର ଦାସ, ବରିଷ୍ଠ ରାଜସ୍ୱ ସହାୟକ ଜିତେନ୍ଦ୍ର କୁମାର ସ୍ୱାଇଁ, କର୍ମଚାରୀ ସୁବ୍ରତ କୁମାର ସାହୁ, ତ୍ରିନାଥ ପାତ୍ର, ପ୍ରତିମା ମହାନ୍ତି, ଲକ୍ଷ୍ମୀଧର ନାୟକ ଏବଂ ଅବସରପ୍ରାପ୍ତ କର୍ମଚାରୀ ପ୍ରଦୀପ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

More news from ଓଡ଼ିଶା and nearby areas
  • ପୁରୀ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗରେ କାର୍ଯ୍ୟରତ ସହକାରୀ ସୂଚନା ଅଧିକାରୀ (ଏଆଇଓ) ରାଜେନ୍ଦ୍ର କୁମାର ପାତ୍ର ତା. ୩୦/୦୫/୨୦୨୬ ରିଖରେ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ପୁରୀ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଶ୍ରୀ ପାତ୍ରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ଶ୍ରୀ ପାତ୍ରଙ୍କୁ ସମ୍ବର୍ଦ୍ଧିତ କରିବା ସହ କହିଥିଲେ ଯେ ସେ ବିଭାଗ ପାଇଁ ଅନେକ କାର୍ଯ୍ୟ କରିଛନ୍ତି। ଶ୍ରୀ ସେଠୀଙ୍କ ଅନୁଯାୟୀ, ସରକାର ଓ ସରକାରୀ ଯୋଜନାର ପ୍ରଚାର ପ୍ରସାର କ୍ଷେତ୍ରରେ ଶ୍ରୀ ପାତ୍ର ବିଭିନ୍ନ ସ୍ଥାନରେ କାର୍ଯ୍ୟକାରୀ କରି ସଫଳ ହୋଇଛନ୍ତି। ନିଜ ପ୍ରତିକ୍ରିୟାରେ ଶ୍ରୀ ପାତ୍ର ପ୍ରକାଶ କରିଥିଲେ ଯେ ସେ ବିଭାଗର କାର୍ଯ୍ୟକୁ ନିଷ୍ଠା ଓ ଆନ୍ତରିକ ଭାବେ କରିଛନ୍ତି ଏବଂ ନିଜ କାର୍ଯ୍ୟରେ ଆତ୍ମତୃପ୍ତି ଲାଭ କରିଛନ୍ତି। ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଉପଖଣ୍ଡ ସୂଚନା ଅଧିକାରୀ ପ୍ରଦୀପ୍ତ ସେନାପତି, ଗ୍ରନ୍ଥାଗାରିକ ମିନତୀ ଦାସ, ନିକ୍ଷେପକ ପ୍ରସନ୍ନ କୁମାର ସାହୁ, ଭଣ୍ଡାର ରକ୍ଷକ ରବୀନ୍ଦ୍ର କୁମାର ଦାସ, ବରିଷ୍ଠ ରାଜସ୍ୱ ସହାୟକ ଜିତେନ୍ଦ୍ର କୁମାର ସ୍ୱାଇଁ, କର୍ମଚାରୀ ସୁବ୍ରତ କୁମାର ସାହୁ, ତ୍ରିନାଥ ପାତ୍ର, ପ୍ରତିମା ମହାନ୍ତି, ଲକ୍ଷ୍ମୀଧର ନାୟକ ଏବଂ ଅବସରପ୍ରାପ୍ତ କର୍ମଚାରୀ ପ୍ରଦୀପ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।
    1
    ପୁରୀ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗରେ କାର୍ଯ୍ୟରତ ସହକାରୀ ସୂଚନା ଅଧିକାରୀ (ଏଆଇଓ) ରାଜେନ୍ଦ୍ର କୁମାର ପାତ୍ର ତା. ୩୦/୦୫/୨୦୨୬ ରିଖରେ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ପୁରୀ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଶ୍ରୀ ପାତ୍ରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ଶ୍ରୀ ପାତ୍ରଙ୍କୁ ସମ୍ବର୍ଦ୍ଧିତ କରିବା ସହ କହିଥିଲେ ଯେ ସେ ବିଭାଗ ପାଇଁ ଅନେକ କାର୍ଯ୍ୟ କରିଛନ୍ତି। ଶ୍ରୀ ସେଠୀଙ୍କ ଅନୁଯାୟୀ, ସରକାର ଓ ସରକାରୀ ଯୋଜନାର ପ୍ରଚାର ପ୍ରସାର କ୍ଷେତ୍ରରେ ଶ୍ରୀ ପାତ୍ର ବିଭିନ୍ନ ସ୍ଥାନରେ କାର୍ଯ୍ୟକାରୀ କରି ସଫଳ ହୋଇଛନ୍ତି।

ନିଜ ପ୍ରତିକ୍ରିୟାରେ ଶ୍ରୀ ପାତ୍ର ପ୍ରକାଶ କରିଥିଲେ ଯେ ସେ ବିଭାଗର କାର୍ଯ୍ୟକୁ ନିଷ୍ଠା ଓ ଆନ୍ତରିକ ଭାବେ କରିଛନ୍ତି ଏବଂ ନିଜ କାର୍ଯ୍ୟରେ ଆତ୍ମତୃପ୍ତି ଲାଭ କରିଛନ୍ତି। ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଉପଖଣ୍ଡ ସୂଚନା ଅଧିକାରୀ ପ୍ରଦୀପ୍ତ ସେନାପତି, ଗ୍ରନ୍ଥାଗାରିକ ମିନତୀ ଦାସ, ନିକ୍ଷେପକ ପ୍ରସନ୍ନ କୁମାର ସାହୁ, ଭଣ୍ଡାର ରକ୍ଷକ ରବୀନ୍ଦ୍ର କୁମାର ଦାସ, ବରିଷ୍ଠ ରାଜସ୍ୱ ସହାୟକ ଜିତେନ୍ଦ୍ର କୁମାର ସ୍ୱାଇଁ, କର୍ମଚାରୀ ସୁବ୍ରତ କୁମାର ସାହୁ, ତ୍ରିନାଥ ପାତ୍ର, ପ୍ରତିମା ମହାନ୍ତି, ଲକ୍ଷ୍ମୀଧର ନାୟକ ଏବଂ ଅବସରପ୍ରାପ୍ତ କର୍ମଚାରୀ ପ୍ରଦୀପ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    1 hr ago
  • କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ପଞ୍ଚାୟତର ଧଅଁରାଭଟା କଲୋନୀ ପଡ଼ାରେ ଜଳସଙ୍କଟ ଦେଖାଦେଇଛି।
    1
    କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ପଞ୍ଚାୟତର ଧଅଁରାଭଟା କଲୋନୀ ପଡ଼ାରେ ଜଳସଙ୍କଟ ଦେଖାଦେଇଛି।
    user_Ramesh Chandra Nayak
    Ramesh Chandra Nayak
    ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
    2 hrs ago
  • କେନ୍ଦ୍ରାପଡ଼ାରୁ ପ୍ରଶାନ୍ତ କୁମାର ବେହେରାଙ୍କ ସୂଚନା ଅନୁଯାୟୀ, ମହାକାଳପଡ଼ାଠାରେ ଅତନୁ ସବ୍ୟସାଚୀ ନାୟକ ହଜାର ହଜାର ମହିଳାଙ୍କୁ ଏକତ୍ରିତ କରି ଏକ ପ୍ରତିବାଦ ସଭା ଆୟୋଜନ କରିଛନ୍ତି।
    1
    କେନ୍ଦ୍ରାପଡ଼ାରୁ ପ୍ରଶାନ୍ତ କୁମାର ବେହେରାଙ୍କ ସୂଚନା ଅନୁଯାୟୀ, ମହାକାଳପଡ଼ାଠାରେ ଅତନୁ ସବ୍ୟସାଚୀ ନାୟକ ହଜାର ହଜାର ମହିଳାଙ୍କୁ ଏକତ୍ରିତ କରି ଏକ ପ୍ରତିବାଦ ସଭା ଆୟୋଜନ କରିଛନ୍ତି।
    user_Santosh Nayak PRESS
    Santosh Nayak PRESS
    Local News Reporter ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    3 hrs ago
  • Post by GANESH PANlGRAHl
    1
    Post by GANESH PANlGRAHl
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    22 hrs ago
  • ଗତ ୨୮ ତାରିଖରେ ହୋଇଥିବା କାଳବୈଶାଖୀ ତାଣ୍ଡବ ଯୋଗୁଁ ସୋନପୁର ସହରରେ ବିଦ୍ୟୁତ ସେବା ବ୍ୟାଘାତ ହୋଇଛି। ଏହି ଝଡ଼ ପରେ, ରାସ୍ତା ଘାଟରେ ବହୁ ବଡ଼ ବଡ଼ ଗଛ ଉପୁଡି ପଡିବାରୁ ବିଦ୍ୟୁତ ସେବା ବହୁ ମାତ୍ରାରେ ପ୍ରଭାବିତ ହୋଇଛି।
    1
    ଗତ ୨୮ ତାରିଖରେ ହୋଇଥିବା କାଳବୈଶାଖୀ ତାଣ୍ଡବ ଯୋଗୁଁ ସୋନପୁର ସହରରେ ବିଦ୍ୟୁତ ସେବା ବ୍ୟାଘାତ ହୋଇଛି। ଏହି ଝଡ଼ ପରେ, ରାସ୍ତା ଘାଟରେ ବହୁ ବଡ଼ ବଡ଼ ଗଛ ଉପୁଡି ପଡିବାରୁ ବିଦ୍ୟୁତ ସେବା ବହୁ ମାତ୍ରାରେ ପ୍ରଭାବିତ ହୋଇଛି।
    user_ସାମ୍ବାଦିକ Gurudeb Meher
    ସାମ୍ବାଦିକ Gurudeb Meher
    Local News Reporter ସୋନପୁର, ସୋନପୁର, ଓଡ଼ିଶା•
    30 min ago
  • ଖଡ଼ିଆଳ ସ୍ଥିତ ଅଗ୍ରସେନ ଭବନ ଠାରେ ଏକ ରାଜ୍ୟସ୍ତରୀୟ ଜ୍ୟୋତିର୍ବିଦ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଖଡ଼ିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ଏବଂ ଏହି ଅବସରରେ ନିଜର ପ୍ରତିକ୍ରିୟା ମଧ୍ୟ ରଖିଥିଲେ।
    1
    ଖଡ଼ିଆଳ ସ୍ଥିତ ଅଗ୍ରସେନ ଭବନ ଠାରେ ଏକ ରାଜ୍ୟସ୍ତରୀୟ ଜ୍ୟୋତିର୍ବିଦ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଖଡ଼ିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ଏବଂ ଏହି ଅବସରରେ ନିଜର ପ୍ରତିକ୍ରିୟା ମଧ୍ୟ ରଖିଥିଲେ।
    user_HEMANTA KUMAR BEHERA
    HEMANTA KUMAR BEHERA
    Video Creator ଖରିଆର, ନୂଆପଡ଼ା, ଓଡ଼ିଶା•
    1 hr ago
  • ଏକ ସମୟ ଥିଲା ଯେତେବେଳେ ଅବସର ନେବା ପରେ ମଧ୍ୟ ପେନସନ ରାଶି ପାଇବା ପାଇଁ ବର୍ଷ ବର୍ଷ ଧରି ଧା ଦୌଡ଼ କରିବାକୁ ପଡୁଥିଲା। କିନ୍ତୁ ଏବେ ଏହି ପରିସ୍ଥିତିରେ ପରିବର୍ତ୍ତନ ଆସିଛି, ଯାହା ଅନୁସାରେ ଅବସର ଦିନ ହିଁ ସମସ୍ତ ପୂର୍ଣ୍ଣାଙ୍ଗ ପେନସନ କାଗଜପତ୍ର ପ୍ରଦାନ କରାଯାଉଛି। ଏହିକ୍ରମରେ ଆଜି ଶନିବାର ପୂର୍ବାହ୍ନ ଏଗାରଟା ସମୟରେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ଗୋବର୍ଦ୍ଧନପୁର କ୍ଲଷ୍ଟରର ପୋଡ଼ାପଦର ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଞ୍ଜୁଲତା ଦାସଙ୍କୁ ତାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସହ ପୂର୍ଣ୍ଣାଙ୍ଗ ପେନସନ କାଗଜପତ୍ର ପ୍ରଦାନ କରାଯାଇଛି। ବିଶ୍ୱନାଥପୁର ବିଇଓ ଅଫିସ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଷିଆ ମେହେର ସଭାପତିତ୍ୱ କରିଥିଲେ। ଏହି ଅବସରରେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଏବଂ ସମସ୍ତ କ୍ଲଷ୍ଟର ସଂଯୋଜକ ଉପସ୍ଥିତ ରହି ସହଯୋଗ କରିଥିଲେ।
    1
    ଏକ ସମୟ ଥିଲା ଯେତେବେଳେ ଅବସର ନେବା ପରେ ମଧ୍ୟ ପେନସନ ରାଶି ପାଇବା ପାଇଁ ବର୍ଷ ବର୍ଷ ଧରି ଧା ଦୌଡ଼ କରିବାକୁ ପଡୁଥିଲା। କିନ୍ତୁ ଏବେ ଏହି ପରିସ୍ଥିତିରେ ପରିବର୍ତ୍ତନ ଆସିଛି, ଯାହା ଅନୁସାରେ ଅବସର ଦିନ ହିଁ ସମସ୍ତ ପୂର୍ଣ୍ଣାଙ୍ଗ ପେନସନ କାଗଜପତ୍ର ପ୍ରଦାନ କରାଯାଉଛି। ଏହିକ୍ରମରେ ଆଜି ଶନିବାର ପୂର୍ବାହ୍ନ ଏଗାରଟା ସମୟରେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ଗୋବର୍ଦ୍ଧନପୁର କ୍ଲଷ୍ଟରର ପୋଡ଼ାପଦର ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଞ୍ଜୁଲତା ଦାସଙ୍କୁ ତାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସହ ପୂର୍ଣ୍ଣାଙ୍ଗ ପେନସନ କାଗଜପତ୍ର ପ୍ରଦାନ କରାଯାଇଛି।

ବିଶ୍ୱନାଥପୁର ବିଇଓ ଅଫିସ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଷିଆ ମେହେର ସଭାପତିତ୍ୱ କରିଥିଲେ। ଏହି ଅବସରରେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଏବଂ ସମସ୍ତ କ୍ଲଷ୍ଟର ସଂଯୋଜକ ଉପସ୍ଥିତ ରହି ସହଯୋଗ କରିଥିଲେ।
    user_Gopal Das Mahananda
    Gopal Das Mahananda
    Voice of people ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
    14 hrs ago
  • କଳାହାଣ୍ଡି ଜିଲ୍ଲାରେ ପ୍ରଚଣ୍ଡ ତାପ ପ୍ରବାହ ଜାରି ରହିଥିବାବେଳେ ଜଳ ସଙ୍କଟ ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏହି ପରିସ୍ଥିତିରେ 'ବସୁଧା' ଯୋଜନା ଅଧୀନରେ ପିଇବା ପାଣି ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇଥିଲେ ମଧ୍ୟ ଲୋକଙ୍କ ପାଖରେ ପାଣି ପହଞ୍ଚିପାରୁନାହିଁ, ଯାହା ଫଳରେ ଲୋକମାନେ ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେଉଛନ୍ତି। ଏପରି ଏକ ଘଟଣା ଆଜି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ପଞ୍ଚାୟତ ଅନ୍ତର୍ଗତ କଲୋନୀ ଠାରେ ଦେଖିବାକୁ ମିଳିଛି। ଟାଏଁ ଟାଏଁ ଖରାରେ ବିଶ୍ୱନାଥପୁର ଓ ଲାଞ୍ଜିଗଡ଼କୁ ସଂଯୋଗ କରୁଥିବା ରାସ୍ତାକୁ ଅବରୋଧ କରି ମହିଳାମାନେ ସେମାନଙ୍କ ମୌଳିକ ଅଧିକାର – ପିଇବା ପାଣି – ପାଇଁ ସଂଘର୍ଷ କରିଥିଲେ। ଏହି ରାସ୍ତାରୋକ ଆନ୍ଦୋଳନ ସମ୍ପର୍କରେ ଖବର ପାଇ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚିଥିଲେ। ତାଙ୍କ ପ୍ରତିଶ୍ରୁତି ପରେ ଆଜି ଶନିବାର ଅପରାହ୍ନ ତିନିଟା ସମୟରେ ରାସ୍ତାରୋକ ଆନ୍ଦୋଳନ ହଟିଥିଲା। ଗ୍ରାମବାସୀଙ୍କ ପିଇବା ପାଣି ପାଇଁ କରିଥିବା ରାସ୍ତାରୋକ ପ୍ରତିଶ୍ରୁତି ପରେ ଶେଷ ହୋଇଥିବାବେଳେ ଯାତାୟତ ସ୍ୱାଭାବିକ ହୋଇଥିଲା।
    1
    କଳାହାଣ୍ଡି ଜିଲ୍ଲାରେ ପ୍ରଚଣ୍ଡ ତାପ ପ୍ରବାହ ଜାରି ରହିଥିବାବେଳେ ଜଳ ସଙ୍କଟ ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏହି ପରିସ୍ଥିତିରେ 'ବସୁଧା' ଯୋଜନା ଅଧୀନରେ ପିଇବା ପାଣି ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇଥିଲେ ମଧ୍ୟ ଲୋକଙ୍କ ପାଖରେ ପାଣି ପହଞ୍ଚିପାରୁନାହିଁ, ଯାହା ଫଳରେ ଲୋକମାନେ ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେଉଛନ୍ତି। ଏପରି ଏକ ଘଟଣା ଆଜି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ପଞ୍ଚାୟତ ଅନ୍ତର୍ଗତ କଲୋନୀ ଠାରେ ଦେଖିବାକୁ ମିଳିଛି। ଟାଏଁ ଟାଏଁ ଖରାରେ ବିଶ୍ୱନାଥପୁର ଓ ଲାଞ୍ଜିଗଡ଼କୁ ସଂଯୋଗ କରୁଥିବା ରାସ୍ତାକୁ ଅବରୋଧ କରି ମହିଳାମାନେ ସେମାନଙ୍କ ମୌଳିକ ଅଧିକାର – ପିଇବା ପାଣି – ପାଇଁ ସଂଘର୍ଷ କରିଥିଲେ।

ଏହି ରାସ୍ତାରୋକ ଆନ୍ଦୋଳନ ସମ୍ପର୍କରେ ଖବର ପାଇ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚିଥିଲେ। ତାଙ୍କ ପ୍ରତିଶ୍ରୁତି ପରେ ଆଜି ଶନିବାର ଅପରାହ୍ନ ତିନିଟା ସମୟରେ ରାସ୍ତାରୋକ ଆନ୍ଦୋଳନ ହଟିଥିଲା। ଗ୍ରାମବାସୀଙ୍କ ପିଇବା ପାଣି ପାଇଁ କରିଥିବା ରାସ୍ତାରୋକ ପ୍ରତିଶ୍ରୁତି ପରେ ଶେଷ ହୋଇଥିବାବେଳେ ଯାତାୟତ ସ୍ୱାଭାବିକ ହୋଇଥିଲା।
    user_Gopal Das Mahananda
    Gopal Das Mahananda
    Voice of people ଲାଞ୍ଜିଗଡ଼, କଳାହାଣ୍ଡି, ଓଡ଼ିଶା•
    14 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.