logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଓଡ଼ିଆ ପକ୍ଷ ୨୦୨୬- ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ  ତିର୍ତ୍ତୋଲ ୧୦/୪- ତିର୍ତ୍ତୋଲ ବ୍ଲକ କାର୍ଯ୍ୟାଳୟ ସାରଳା ଦାସ ସମ୍ମିଳନୀ କକ୍ଷ ପରିସରରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l  ତିର୍ତ୍ତୋଲ ୧୨/୪- ତିର୍ତ୍ତୋଲ ବ୍ଲକ କାର୍ଯ୍ୟାଳୟ ସାରଳା ଦାସ ସମ୍ମିଳନୀ କକ୍ଷ ପରିସରରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମରେ ବ୍ଲକ ଅଧକ୍ଷ ମନୋଜ କୁମାର ବେହେରା, ଏଡିଏମ ଜ୍ୟୋତି ଶଙ୍କର ରାୟ, ମଣ୍ଡଳ ଉନ୍ନୟନ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ଅତିରିକ୍ତ ମଣ୍ଡଳ ଉନ୍ନୟନ ଅଧିକାରୀ, ସମାଜ ମଙ୍ଗଳ ଅଧିକାରୀ କାଜଲ କୁମାର ସାହୁଙ୍କ ବ୍ଲକର ସମସ୍ତ କର୍ମଚାମାନେ ଉପସ୍ଥିତ ରହିଥିଲେ l ଲୋକକଳା ଉତ୍ସବ ଅବସରରେ ତିର୍ତ୍ତୋଲ ଅଂଚଳର କଳାକାର ମାନଙ୍କୁ ମାନପତ୍ର ଦ୍ୱାରା ସମ୍ବର୍ଦ୍ଧନା ଦିଆଯାଇ ଉତ୍ସାହିତ କରାଯାଇଥିଲା l

10 hrs ago
user_Ranjan Khuntia
Ranjan Khuntia
Jagatsinghapur, Odisha•
10 hrs ago
9ba3ed31-819e-4fa5-a984-d1a2f7470a47
69d29b41-587e-4383-a8a4-c083ef42b2ed

ଓଡ଼ିଆ ପକ୍ଷ ୨୦୨୬- ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ  ତିର୍ତ୍ତୋଲ ୧୦/୪- ତିର୍ତ୍ତୋଲ ବ୍ଲକ କାର୍ଯ୍ୟାଳୟ ସାରଳା ଦାସ ସମ୍ମିଳନୀ କକ୍ଷ ପରିସରରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l  ତିର୍ତ୍ତୋଲ ୧୨/୪- ତିର୍ତ୍ତୋଲ ବ୍ଲକ କାର୍ଯ୍ୟାଳୟ ସାରଳା ଦାସ ସମ୍ମିଳନୀ କକ୍ଷ ପରିସରରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମରେ ବ୍ଲକ ଅଧକ୍ଷ ମନୋଜ କୁମାର ବେହେରା, ଏଡିଏମ ଜ୍ୟୋତି ଶଙ୍କର ରାୟ, ମଣ୍ଡଳ ଉନ୍ନୟନ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ଅତିରିକ୍ତ ମଣ୍ଡଳ ଉନ୍ନୟନ ଅଧିକାରୀ, ସମାଜ ମଙ୍ଗଳ ଅଧିକାରୀ କାଜଲ କୁମାର ସାହୁଙ୍କ ବ୍ଲକର ସମସ୍ତ କର୍ମଚାମାନେ ଉପସ୍ଥିତ ରହିଥିଲେ l ଲୋକକଳା ଉତ୍ସବ ଅବସରରେ ତିର୍ତ୍ତୋଲ ଅଂଚଳର କଳାକାର ମାନଙ୍କୁ ମାନପତ୍ର ଦ୍ୱାରା ସମ୍ବର୍ଦ୍ଧନା ଦିଆଯାଇ ଉତ୍ସାହିତ କରାଯାଇଥିଲା l

More news from ଓଡ଼ିଶା and nearby areas
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • ଓଡ଼ିଆ ଅସ୍ମିତାକୁ ଫୁ କଲେ ସରକାର ! ପୁରୀରେ ଲଗାଇଲେ ବଙ୍ଗାଳୀ ଭାଷାରେ ପୋଷ୍ଟର। ପୁରୀରେ ଛକ ଛକରେ ଲାଗିଛି ବେଙ୍ଗଲ ଇଲେକ୍ସନ ପୋଷ୍ଟର। ପୁରୀରେ ବଙ୍ଗାଳୀ ଭାଷାରେ ପୋଷ୍ଟର ମାରି ପ୍ରଚାର କରୁଥିବା ଉପରେ ପ୍ରତିକ୍ରିୟା ରଖିଲେ ବରିଷ୍ଠ ଆଇନଜୀବି।
    1
    ଓଡ଼ିଆ ଅସ୍ମିତାକୁ ଫୁ କଲେ ସରକାର ! ପୁରୀରେ ଲଗାଇଲେ ବଙ୍ଗାଳୀ ଭାଷାରେ ପୋଷ୍ଟର। ପୁରୀରେ ଛକ ଛକରେ ଲାଗିଛି ବେଙ୍ଗଲ ଇଲେକ୍ସନ ପୋଷ୍ଟର। ପୁରୀରେ ବଙ୍ଗାଳୀ ଭାଷାରେ ପୋଷ୍ଟର ମାରି ପ୍ରଚାର କରୁଥିବା ଉପରେ ପ୍ରତିକ୍ରିୟା ରଖିଲେ ବରିଷ୍ଠ ଆଇନଜୀବି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    11 hrs ago
  • Post by Gagan Bhoi
    2
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    12 hrs ago
  • ଓଡିଶା ସରକାର ଙ୍କ ନିର୍ଦ୍ଧେଶ କ୍ରମେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ରେ ଜିଲ୍ଲା ସଂସ୍କୃତି ଭବନ ରେ ଜିଲ୍ଲା ବିଶିଷ୍ଟ ସାହିତ୍ୟିକ ମାନଙ୍କ ସମାହାରରେ ପାଳନ ହେଉଛି ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମ
    1
    ଓଡିଶା ସରକାର ଙ୍କ ନିର୍ଦ୍ଧେଶ କ୍ରମେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ରେ ଜିଲ୍ଲା ସଂସ୍କୃତି ଭବନ ରେ ଜିଲ୍ଲା ବିଶିଷ୍ଟ ସାହିତ୍ୟିକ ମାନଙ୍କ ସମାହାରରେ ପାଳନ ହେଉଛି ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମ
    user_Alekh Nayak ,I am a professional journalist, my job is to collect news and deliver it to people
    Alekh Nayak ,I am a professional journalist, my job is to collect news and deliver it to people
    ସାମ୍ବାଦିକ କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    13 hrs ago
  • ଯାଜପୁର ଜିଲ୍ଲା ଜେନାପୁର ଠାରେ ଉତ୍କଳମଣି ସେବା ସଂଗଠନ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ପ୍ଲାଷ୍ଟିକ ର ବହୁଳ ବ୍ୟବହାର ପାଇଁ ସମାଜ ରେ ଦିନକୁ ଦିନ ବ୍ୟାପୁଥିବା କ୍ୟାନ୍ସର ଓ ବିଭିନ୍ନ ରୋଗ ରୁ ମୁକ୍ତି ପାଇଁ "ପ୍ଲାଷ୍ଟିକ ହଟାଅ ଦେଶ ବଞ୍ଚାଅ",ଘରେ ଘରେ ପ୍ଲାଷ୍ଟିକ ବାଣ୍ଟୁଛି କ୍ୟାନ୍ସର ନାରା ସହିତ ଲୋକମାନଙ୍କୁ ସଚେତନତା କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ଉତ୍କଳମଣି ସେବା ସଂଗଠନ ର କାର୍ଯ୍ୟକର୍ତା ଓ ବହୁ ଛାତ୍ର ଛାତ୍ରୀ ସଚେତନତା ବିଷୟରେ ଲେଖା ପ୍ଲାକାର୍ଡ ଧରି ସଚେତନ କରିଥିଲେ ।
    1
    ଯାଜପୁର ଜିଲ୍ଲା ଜେନାପୁର ଠାରେ ଉତ୍କଳମଣି ସେବା ସଂଗଠନ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ପ୍ଲାଷ୍ଟିକ ର ବହୁଳ ବ୍ୟବହାର ପାଇଁ ସମାଜ ରେ ଦିନକୁ ଦିନ ବ୍ୟାପୁଥିବା କ୍ୟାନ୍ସର ଓ ବିଭିନ୍ନ ରୋଗ ରୁ ମୁକ୍ତି ପାଇଁ "ପ୍ଲାଷ୍ଟିକ ହଟାଅ ଦେଶ ବଞ୍ଚାଅ",ଘରେ ଘରେ ପ୍ଲାଷ୍ଟିକ ବାଣ୍ଟୁଛି କ୍ୟାନ୍ସର ନାରା ସହିତ ଲୋକମାନଙ୍କୁ ସଚେତନତା କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ଉତ୍କଳମଣି ସେବା ସଂଗଠନ ର କାର୍ଯ୍ୟକର୍ତା ଓ ବହୁ ଛାତ୍ର ଛାତ୍ରୀ ସଚେତନତା ବିଷୟରେ ଲେଖା ପ୍ଲାକାର୍ଡ ଧରି ସଚେତନ କରିଥିଲେ ।
    user_ସୁଧାଂଶୁ ଶେଖର ନାୟକ
    ସୁଧାଂଶୁ ଶେଖର ନାୟକ
    Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
    10 hrs ago
  • ବିପୁଳ ପରିମାର ର ଗଞ୍ଜେଇ ଜବତ୍; ୩ଗିରଫ ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ଆଜି ଦୁଇଟି ସ୍ଥାନରେ ଚଢଉ କରାଯାଇ ୧କୁଇଁଟାଲ ୬୯୦କେଜି ଗଞ୍ଜେଇ ଜବତ କରାଯାଇଛି । ଏହି ଘଟଣାରେ ୩ଜଣଙ୍କୁ ଅବକାରୀ ବିଭାଗ ଗିରଫ କରିଛି । ଗିରଫମାନେ ହେଲେ ଜଟଣୀ ଥାନା ଅନ୍ତର୍ଗତ ଗଜପତିନଗର ର କାଳୁଚରଣ ଦାସ (୪୫), କନ୍ଧମାଳ ଜିଲ୍ଲା ଲହବାଡି ର ମହେଶ ମଲ୍ଲିକ (୨୧) ଓ ବଇଡା ର ପ୍ରକାଶ ପ୍ରଧାନ (୩୮) । ଏମାନଙ୍କ ଠାରୁ ଗଞ୍ଜେଇ ସମେତ ଏକ କାର ଓ ଟାଟାଏସିଇ ଗାଡିକୁ ଜବତ କରାଯାଇଛି ।ପ୍ରକାଶଥାଉକି, ଟାଙ୍ଗୀ ଅବକାରୀ ବିଭାଗ ଛଣଗିରି ରାସ୍ତାର ଫୁଟବଲ ଖେଳପଡିଆ ସମ୍ମୁଖରୁ ନୟାଗଡ ରୁ ଜଙ୍କିଆ ଅଭିମୁଖେ ଆସୁଥିବା ଓଡି.୦୨ସିକେ-୮୭୪୩ ନଂ ବିଶିଷ୍ଟ ଗଞ୍ଜେଇ ବୋଝେଇ ଟାଟାଏସିଇ ଗାଡିକୁ ଅଟକାଇ ଯାଂଚ କରିଥିଲେ । ସେଥିରୁ ୯୬୦କେଜି ଗଞ୍ଜେଇ ଜବତ କରିବା ସହ କାଳୁଚରଣ କୁ ଗିରଫ କରିଥିଲା । ସେହିପରି ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ଖୋର୍ଦ୍ଧା ମେଡିକାଲ ଛକ ନିକଟରେ ଥିବା ପେଟ୍ରୋଲପମ୍ପ ସମ୍ମୁଖରେ ଚଢଉ କରି ଏକ କାର ଭିତରୁ ୧କୁୂଇଁଟାଲ ଗଞ୍ଜେଇ ଜବତ କରିଥିଲେ । ଗାଡିରୁ ମହେଶ ଓ ପ୍ରକାଶ କୁ ଅବକାରୀ ବିଭାଗ କରିଛି । ୨ଟି ଜବତ ଘଟଣାରେ ଜବତ ଗଞ୍ଜେଇ ଓ ଗାଡିର ମୂଲ୍ୟ ୧କୋଟି ୨୧ଲକ୍ଷ ହେବ ବୋଲି ଅବକାରୀ ସୁପରିଟେଣ୍ଡ ସୁମତୀ ତ୍ରୀପାଠୀ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଟାଙ୍ଗୀ ଅବକାରୀ ଚଢଉରେ ଇନ୍ସପେକ୍ଟର ଅଜିତ ପାତ୍ର, ଓଆଇସି ରମେଶ ଚନ୍ଦ୍ର ବାରିକ, ଏଏସ୍ଆଇ ସମ୍ଭୁନାଥ ପାତ୍ର, ବାଲୁଗାଁ ଅବକାରୀ ବିଭାଗ ଏଏସ୍ଆଇ ରାମଚନ୍ଦ୍ର ଜେନା, କନେଷ୍ଟବଳ ଅଶେଷ ପ୍ରଧାନ, ମନୋଜ କୁମାର ଜୟସିଂ, ସସ୍ମିତା ସେଠୀ ପ୍ରମୁୂଖ ସାମିଲଥିଲେ । ସେହିପରି ଖୋର୍ଦ୍ଧା ଅବକାରୀ ଚଢଉରେ ଇନ୍ସପେକ୍ଟର ରାଧାକାନ୍ତ ଭୋଇ, ଓଆଇସି ସୁଜିତ କୁମାର ମୁଦୁଲି, ଏଏସ୍ଆଇ ସମରେନ୍ଦ୍ର ସାମନ୍ତସିଂହାର, କନେଷ୍ଟବଳ ଟିଟୁ ସାହୁ, ଚିନ୍ମୟୀ ସେଠୀ, ସନାନନ୍ଦ କୁଅଁର ଓ ପ୍ରଣବ କୁମାର କଅଁର ପ୍ରମୁଖ ସାମିଲ ହୋଇଥିଲେ ।
    1
    ବିପୁଳ ପରିମାର ର ଗଞ୍ଜେଇ ଜବତ୍; ୩ଗିରଫ 
ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ଆଜି ଦୁଇଟି ସ୍ଥାନରେ ଚଢଉ କରାଯାଇ ୧କୁଇଁଟାଲ ୬୯୦କେଜି ଗଞ୍ଜେଇ ଜବତ କରାଯାଇଛି । ଏହି ଘଟଣାରେ ୩ଜଣଙ୍କୁ ଅବକାରୀ ବିଭାଗ ଗିରଫ କରିଛି । ଗିରଫମାନେ ହେଲେ ଜଟଣୀ ଥାନା ଅନ୍ତର୍ଗତ ଗଜପତିନଗର ର କାଳୁଚରଣ ଦାସ (୪୫), କନ୍ଧମାଳ ଜିଲ୍ଲା ଲହବାଡି ର ମହେଶ ମଲ୍ଲିକ (୨୧) ଓ ବଇଡା ର ପ୍ରକାଶ ପ୍ରଧାନ (୩୮) । ଏମାନଙ୍କ ଠାରୁ ଗଞ୍ଜେଇ ସମେତ ଏକ କାର ଓ ଟାଟାଏସିଇ ଗାଡିକୁ ଜବତ କରାଯାଇଛି  ।ପ୍ରକାଶଥାଉକି, ଟାଙ୍ଗୀ ଅବକାରୀ ବିଭାଗ ଛଣଗିରି ରାସ୍ତାର ଫୁଟବଲ ଖେଳପଡିଆ ସମ୍ମୁଖରୁ ନୟାଗଡ ରୁ ଜଙ୍କିଆ ଅଭିମୁଖେ ଆସୁଥିବା ଓଡି.୦୨ସିକେ-୮୭୪୩ ନଂ ବିଶିଷ୍ଟ ଗଞ୍ଜେଇ ବୋଝେଇ ଟାଟାଏସିଇ ଗାଡିକୁ ଅଟକାଇ ଯାଂଚ କରିଥିଲେ । ସେଥିରୁ ୯୬୦କେଜି ଗଞ୍ଜେଇ ଜବତ କରିବା ସହ  କାଳୁଚରଣ କୁ ଗିରଫ କରିଥିଲା । ସେହିପରି ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ଖୋର୍ଦ୍ଧା ମେଡିକାଲ ଛକ ନିକଟରେ ଥିବା ପେଟ୍ରୋଲପମ୍ପ ସମ୍ମୁଖରେ ଚଢଉ କରି ଏକ କାର ଭିତରୁ ୧କୁୂଇଁଟାଲ ଗଞ୍ଜେଇ ଜବତ କରିଥିଲେ । ଗାଡିରୁ ମହେଶ ଓ ପ୍ରକାଶ କୁ ଅବକାରୀ ବିଭାଗ କରିଛି । ୨ଟି ଜବତ ଘଟଣାରେ ଜବତ ଗଞ୍ଜେଇ ଓ ଗାଡିର ମୂଲ୍ୟ ୧କୋଟି ୨୧ଲକ୍ଷ ହେବ ବୋଲି ଅବକାରୀ ସୁପରିଟେଣ୍ଡ ସୁମତୀ ତ୍ରୀପାଠୀ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।  ଟାଙ୍ଗୀ ଅବକାରୀ ଚଢଉରେ ଇନ୍ସପେକ୍ଟର ଅଜିତ ପାତ୍ର,  ଓଆଇସି ରମେଶ ଚନ୍ଦ୍ର ବାରିକ, ଏଏସ୍ଆଇ ସମ୍ଭୁନାଥ ପାତ୍ର, ବାଲୁଗାଁ ଅବକାରୀ ବିଭାଗ ଏଏସ୍ଆଇ ରାମଚନ୍ଦ୍ର ଜେନା, କନେଷ୍ଟବଳ ଅଶେଷ ପ୍ରଧାନ, ମନୋଜ କୁମାର ଜୟସିଂ, ସସ୍ମିତା ସେଠୀ ପ୍ରମୁୂଖ ସାମିଲଥିଲେ । ସେହିପରି ଖୋର୍ଦ୍ଧା ଅବକାରୀ ଚଢଉରେ ଇନ୍ସପେକ୍ଟର ରାଧାକାନ୍ତ ଭୋଇ, ଓଆଇସି ସୁଜିତ କୁମାର ମୁଦୁଲି, ଏଏସ୍ଆଇ ସମରେନ୍ଦ୍ର ସାମନ୍ତସିଂହାର, କନେଷ୍ଟବଳ ଟିଟୁ ସାହୁ, ଚିନ୍ମୟୀ ସେଠୀ, ସନାନନ୍ଦ କୁଅଁର ଓ ପ୍ରଣବ କୁମାର କଅଁର ପ୍ରମୁଖ ସାମିଲ ହୋଇଥିଲେ ।
    user_ନିମାଇଁ ଚରଣ ମହାରଣା
    ନିମାଇଁ ଚରଣ ମହାରଣା
    Local News Reporter Khordha, Odisha•
    14 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • ବାଳକାଟି ବଜାର ଜବର ଦଖଲ ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବାଟୋଇ ଯାହାକି ଏକ ଜରୁରୀ କାଳୀନ ସେବା ଦେଉଥିବା ଆମ୍ବୁଲାନ୍ସ ଟି ଜାମ୍ ରେ ଫସି ଯାଇଥିବା ଦେଖିବାକୁ ମିଳିଛି ।
    1
    ବାଳକାଟି ବଜାର ଜବର ଦଖଲ ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବାଟୋଇ ଯାହାକି ଏକ ଜରୁରୀ କାଳୀନ ସେବା ଦେଉଥିବା ଆମ୍ବୁଲାନ୍ସ ଟି ଜାମ୍ ରେ ଫସି ଯାଇଥିବା ଦେଖିବାକୁ ମିଳିଛି ।
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    12 hrs ago
  • ସ୍ଵଛ ଭାରତ ଯୋଜନା ରେ ଵିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି. କେଉଁଠି ନେତା କେଉଁଠି ଅଧିକାରୀ ସଫାଜାଗା କୁ ଓଳାଉ ଥିବା ବେଳେ ତୣଣମୂଳ ସ୍ଥରରେ କିନ୍ତୁ ଗଦାଗଦା ଅଳିଆ ଦେଖିବାକୁ ମିଳୁଛି। ଏପରିକି ଜଟଣୀ ନଗର ପାଳିକାର 9ନମ୍ଵର ଓ୍ଵାର୍ଡ ରେ ଥିବା ସରକାରୀ ଡାକ୍ତର ଖାନା ପଛପଟର ଅଳିଆ ଦୣଶ୍ୟ ଦେଖିଲେ ଗାଁ ପରିମଳ.... ତୁଠରୁ ଦିଶିଲା ପରି ନଗର ପାଳିକା ର ସ୍ଵଛ୍ଛ ଭାରତ ଆଭିଯାନ ର ଗତି ଷ୍ପଷ୍ଠ ଅନୁମେୟ।
    2
    ସ୍ଵଛ ଭାରତ ଯୋଜନା ରେ ଵିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି. କେଉଁଠି ନେତା କେଉଁଠି ଅଧିକାରୀ ସଫାଜାଗା କୁ ଓଳାଉ ଥିବା ବେଳେ ତୣଣମୂଳ ସ୍ଥରରେ କିନ୍ତୁ ଗଦାଗଦା ଅଳିଆ ଦେଖିବାକୁ ମିଳୁଛି। ଏପରିକି ଜଟଣୀ ନଗର ପାଳିକାର 9ନମ୍ଵର ଓ୍ଵାର୍ଡ ରେ ଥିବା ସରକାରୀ ଡାକ୍ତର ଖାନା ପଛପଟର ଅଳିଆ ଦୣଶ୍ୟ ଦେଖିଲେ ଗାଁ ପରିମଳ.... ତୁଠରୁ ଦିଶିଲା ପରି ନଗର ପାଳିକା ର ସ୍ଵଛ୍ଛ ଭାରତ ଆଭିଯାନ ର ଗତି ଷ୍ପଷ୍ଠ ଅନୁମେୟ।
    user_Jogesh Chandra nayak
    Jogesh Chandra nayak
    Agistment service ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    16 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.