Shuru
Apke Nagar Ki App…
ଓଡ଼ିଶା ବିଧାନସଭାରେ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ।
Odisha News Express
ଓଡ଼ିଶା ବିଧାନସଭାରେ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ।
More news from ଓଡ଼ିଶା and nearby areas
- ଓଡ଼ିଶା ବଜେଟ୍ ୨୦୨୬-୨୭ ଉପସ୍ଥାପନ ପୂର୍ବରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ‘ଦହି-ଚିନି’ ଖୁଆଇଲେ ମାନ୍ୟବର ରାଜ୍ୟପାଳ1
- ସୁଚନା ଅନୁଯାୟୀ ସମ୍ବାଦ ଉତ୍ତର ଓଡ଼ିଶା ସଂସ୍କରଣର ମାର୍କେଟିଙ୍ଗ ମ୍ୟାନେଜର ବିରଞ୍ଜନ ଦାସଙ୍କ ବାଲେଶ୍ବର ଜିଲ୍ଲା ବସ୍ତା ଥାନା ବାଇତପଡା ସ୍ଥିତ ଘରକୁ ୩ ଜଣ ଯୁବକ ଏକ ବାଇକ୍ ଯୋଗେ ଚୁଟି ନେବାପାଇଁ ଆସିଥିଲେ, ବିରଞ୍ଜନ ଙ୍କ ମାଆ ଘର ଭିତରକୁ ଚୁଟି ଆଣିବା ପାଇଁ ଯାଇଥିବା ବେଳେ ଏହି ଯୁବକ ମାନେ ଘର ଭିତରେ ପଶି ଧାନ ବସ୍ତା ନେଇ ପଳାଉଥିଲେ, ଏହି ସମୟରେ ପରିବାର ଲୋକଙ୍କ ପାଟି ଶୁଣି ଗ୍ରାମବାସୀ ପହଞ୍ଚି ଜଣକୁ କାବୁ କରିଥିବା ବେଳେ ଅନ୍ୟ ଦୁଇ ଜଣ ସେଠାରୁ ଚମ୍ପଟ ମାରିଛନ୍ତି, ଘଟଣା ସ୍ଥଳରେ ଅମର୍ଦ୍ଦା ରୋଡ ଫାଣ୍ଡି ପୋଲିସ ପହଞ୍ଚି ଉକ୍ତ ଯୁବକକୁ ଥାନାକୁ ଅଟକ ରଖି ପଚରାଉଚରା କରୁଛି, ଅଟକ ଯୁବକ ଜଣକ ସିଂଲା ଥାନା କାଦରାୟାଁ ଅଞ୍ଚଳର ସେଖ୍ ଧନୀ ବୋଲି ଜଣା ପଡିଛି, ଅନ୍ୟ ମାନଙ୍କ ପରିଚୟ ମିଳି ପାରିନାହିଁ।1
- ବାଇକ ଉପରେ ଚଢ଼ିଗଲା ଟ୍ରକ୍ । ବାଇକ ଟ୍ରକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।ବାଇକ ଟ୍ରକ ଦୁର୍ଘଟଣା ରେ ଚାଲିଗଲେ ବାଇକ ଆରୋହୀ । ବିଳମ୍ବିତ ରାତିରେ ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ୧୬ନଂ ଜାତୀୟ ରାଜପଥ ଦଣ୍ଡିକା ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।1
- ବେଆଇନ ବାଲି ଉତ୍ତୋଳନ କରୁଥିବା ୨ଟିପ୍ପରକୁ ଜବତ; ଗାଡ଼ି ମାଲିକଙ୍କ ସମେତ ୬ଅଟକ | ମୋରଡା ଥାନା ଅଧୀନ କେନ୍ଦୁଡିହା ନଦୀ ଘାଟରୁ ବୁଧବାର ବିଳମ୍ବିତ ରାତିରେ ବେଆଇନ ଭାବରେ ବାଲି ଉତ୍ତୋଳନ କରୁଥିବା ବେଳେ ଦୁଇ ଟିପ୍ପରକୁ ଜବତ କରି ଥାନାକୁ ଆଣିଛି ମୋରଡା ପୁଲିସ। ସୂଚନାଯୋଗ୍ୟ ବୁଧବାର ବିଳମ୍ବିତ ରାତିରେ କେନ୍ଦୁଡିହା ନଦୀ ଘାଟରୁ ବେଆଇନ ବାଲି ଉତ୍ତୋଳନ ହେଉଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇ ମୋରଡା ଥାନା ଅଧିକାରୀ ସୁମିତ କୁମାର ସୋରେନ ଙ୍କ ନିର୍ଦ୍ଦେଶକ୍ରମେ ସବଇନ୍ସପେକ୍ଟର ନିବେଦିତା ନାୟକ ସଦଳବଳେ ଚଢ଼ଉ କରିଥିଲେ।ତେବେ ଘଟଣାସ୍ଥଳରୁ ବାଲି ଉତ୍ତୋଳନ କରୁଥିବା ୨ଟିପ୍ପରକୁ ଜବତ କରି ଥାନାକୁ ଆଣିଥିବା ବେଳେ ଏନେଇ ଏକ ମାମଲା ରୁଜୁ ହୋଇଥିବା ଜଣାପଡିଛି।ଏହି ବେଆଇନ କାର୍ଯ୍ୟରେ ସମ୍ପୃକ୍ତ ଥିବା ଦୁଇଜଣ ଚାଳକଙ୍କ ସମେତ ତିନିଜଣ ହେଲ୍ପର ଏବଂ ଜଣେ ଗାଡ଼ି ମାଲିକଙ୍କୁ ପୁଲିସ ଅଟକ ରଖି ପଚରାଉଚରା ଜାରି ରଖିଥିବା ଜଣା ପଡ଼ିଛି1
- ବାଲିଆପାଳ ବ୍ଲକ ଅନ୍ତର୍ଗତ ବାଲିଆପାଳ ଶ୍ରଦ୍ଧାକ୍ଷେତ୍ରରେ ର ଶ୍ରଦ୍ଧାପତି ଜଗନ୍ନାଥ ମନ୍ଦିର ପରିସରରେ ଶ୍ରୀଗଣେଶ ମନ୍ଦିର ପାଇଁ ଭୂମି ପୂଜନ ହୋଇଯାଇଛି । ଅବସର ପ୍ରାପ୍ତ ଅଧ୍ୟକ୍ଷ ଡଃ ହୃଦୟ ରଂଜନ ତ୍ରିପାଠୀ ଙ୍କ ଆର୍ଥିକ ଅନୁଦାନ ରେ ଜଗନ୍ନାଥ ମନ୍ଦିର ପରିସରରେ ଶ୍ରୀଗଣେଶ ମନ୍ଦିର ନିର୍ମାଣ ଲାଗି ଭୁମି ପୂଜନ କାର୍ଯ୍ୟ ସଂପୂର୍ଣ୍ଣ ହୋଇଯାଇଛି । ଏଥିରେ ଡଃ ହୃଦୟ ରଂଜନ ତ୍ରିପାଠୀ ଙ୍କ ସହିତ ଜଗନ୍ନାଥ ମନ୍ଦିର ମୁଖ୍ୟ ପୂଜକ ଏବଂ ଅନ୍ୟାନ୍ୟ ପୂଜକ ଙ୍କ ସହଯୋଗ ରେ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି । ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ସଭାପତି ବ୍ରଜକିଶୋର ଭୁୟାଁ, ସଂପାଦକ ପ୍ରଫୁଲ୍ଲ କୁମାର ସାହୁ, ବରିଷ୍ଠ ସଦସ୍ୟ ମୂରଲୀ ମୋହନ ସାହୁ, ମଧୁସୂଦନ ବାରିକ, ମଧୁସୂଦନ ସାହୁ, ପ୍ରିୟନାଥ ସେଠୀ , କାଳିଚରଣ ଦେ, ସୁଶାନ୍ତ କୁମାର ଚକ୍ରବର୍ତ୍ତୀ ଓ ଦିବ୍ୟକାମ ମହାନ୍ତି ସହଯୋଗ କରିଥିଲେ।1
- ଠିଆ ହୋଇ ହାତ ଯୋଡିଲେ ବାଚସ୍ପତି ଗୃହ ରେ କିନ୍ତୁ ବିରୋଧି ଦଳ ଶୁଣିଲେ ନାହିଁ1
- Post by Khabar1
- ଓଡ଼ିଶା ବିଧାନସଭାରେ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ।1