Shuru
Apke Nagar Ki App…
ସରକାର ଙ୍କ ନିର୍ଦ୍ଦେଶ ରେ ଦିନ 11 ଟା ରୁ ଦିନ 3ଟା ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରହିବ ସରକାର ଙ୍କ ନିର୍ଦ୍ଦେଶ ରେ ଦିନ 11 ଟା ରୁ ଦିନ 3ଟା ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରହିବ : ଜିଲ୍ଲାପାଳ ଝାରସୁଗୁଡା
Soubhagya Ranjan Sahu
ସରକାର ଙ୍କ ନିର୍ଦ୍ଦେଶ ରେ ଦିନ 11 ଟା ରୁ ଦିନ 3ଟା ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରହିବ ସରକାର ଙ୍କ ନିର୍ଦ୍ଦେଶ ରେ ଦିନ 11 ଟା ରୁ ଦିନ 3ଟା ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରହିବ : ଜିଲ୍ଲାପାଳ ଝାରସୁଗୁଡା
More news from Jharsuguda and nearby areas
- ଏହି ଦୃଶ୍ୟଟି ଝାରସୁଗୁଡା ର ନୂଆ ବସ୍ ଷ୍ଟାଣ୍ଡ୍ ଓଭର୍ ବ୍ରିଜ୍ ର ଦୃଶ୍ୟ ଜଣେ ମହିଳା ଯାତ୍ରୀ ଠିଆ ହୋଇଥିବା ଏକ ଓଟୋ ରେ ବସିଦେଲେ ବୋଲି ଜଣେ ବସର କର୍ମଚାରୀ ଓଟୋ driver କୁ ମାଡ଼ ମାରୁଛନ୍ତି କାରଣ ସେହି ସମୟଟି ବସ୍ ର paasenger ଚଢେଇବାର ସମୟ।ଦେଖନ୍ତୁ କେମିତି ବସ କର୍ମଚାରୀ ଅଟୋ ଡ୍ରାଇଭର କୁ ମାରି ଲହୁଲୁହାଣ କରିଛନ୍ତି। ମହିଳା ଯାତ୍ରୀ ଜଣକ ଅନେକ ମନା କରିବା ସତ୍ୱେ ବସ କର୍ମଚାରୀ ମାନି ନଥିଲା। ଏମିତି ଝଗଡ଼ା କରିବା କଣ ଠିକ କି ? ଯାହାର୍ ମନ ଯେମିତି ଲାଗିବ ସେମିତି ଯିବ। ଏଇଟା ବସବାଲା ର ଦାଦାଗିରି ନୁହେଁ କି ? ଅନୁରୋଧ ଏମିତି ବସ କର୍ମଚାରୀଙ୍କୁ ଗିରଫ କରିବାସହିତ ତାଙ୍କୁ ବ୍ୟାନ କରାଯାଉ। ଏବଂ ବସ ମାଲିକଙ୍କୁ ବି ଅନୁରୋଧ ଏଭଳି କର୍ମଚାରୀ ରଖନ୍ତୁ ନାହିଁ କାରଣ ସାଧାରଣ ଜନତା ଯେମିତି ଏବଂ ଯାଉଥିରେ ଚାହିଁବେ ସେମିତି ଯିବେ। କଣ ଜୋରଜବରଜସ୍ତ ଜିବେକି?1
- इस तेज गर्मी को देखते हुए हमारे P24NEWS EXPRESS चैनल की और से आम पानी और ठंडा पानी वितरण #bamranews #P24NEWSEXPRESS #sarbatsewa #socialwork #todaybamranews1
- ଜନତାଙ୍କ ପ୍ରଶ୍ନ ଜନପ୍ରତିନିଧିଙ୍କୁ (ପ୍ରଥମ ଭାଗ)1
- ସନାତନୀ ବ୍ରାହ୍ମଣ ସମାଜ ତରଫରୁ ପର୍ଶୁରାମ ଜନ୍ମ ମହୋତ୍ସବ ପାଳନ ବରଗଡ଼/ବରପାଲି: ୧୯/୦୪ - ବରପାଲି ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ସନାତନୀ ବ୍ରାହ୍ମଣ ସମାଜ ତରଫରୁ ଭଗବାନ ପର୍ଶୁରାମଙ୍କ ଜନ୍ମ ମହୋତ୍ସବ ପାଳନ ହୋଇଯାଇଛି। ଏହି ଅବସରରେ ପ୍ରଥମେ ଜଗନ୍ନାଥ ମନ୍ଦିରରୁ ଏକ ଭବ୍ୟ ନଗର ପରିକ୍ରମା ଆୟୋଜିତ ହୋଇଥିଲା। ଏହି ପରିକ୍ରମାରେ ବରପାଲି ବ୍ଲକ ସହିତ ଆଖପାଖ ଗାଁମାନଙ୍କର ପୂଜ୍ୟ ବ୍ରାହ୍ମଣ ଓ ଶ୍ରଦ୍ଧାଳୁମାନେ ବହୁ ସଂଖ୍ୟାରେ ଯୋଗଦାନ କରିଥିଲେ। ପରିକ୍ରମା ପରେ ମନ୍ଦିର ପରିସରରେ ପଣ୍ଡିତ କୃଷ୍ଣଚନ୍ଦ୍ର ଦେବତାଙ୍କ ସଭାପତିତ୍ୱରେ ସଭା ଅନୁଷ୍ଠିତ ହୋଇଥିଲା। ସଭାରେ ଭଗବାନ ପର୍ଶୁରାମଙ୍କ ଆଦର୍ଶକୁ ଅନୁସରଣ କରି ସମାଜରେ ନୀତି, ଶୃଙ୍ଖଳା ଓ ଏକତା ବଢ଼ାଇବାକୁ ବକ୍ତାମାନେ ଆହ୍ୱାନ କରିଥିଲେ।ବିଜେପୁର ବିଧାୟକଙ୍କ ପକ୍ଷରୁ ପ୍ରଦାନ କରାଯାଇଥିବା ପାଞ୍ଚ ଲକ୍ଷ ଟଙ୍କାର ଅନୁଦାନ ବିଷୟରେ ମଧ୍ୟ ସଭାରେ ଆଲୋଚନା କରାଯାଇଥିଲା ଏବଂ ଏହାର ସଦ୍ବ୍ୟବହାର ନେଇ ମତବିନିମୟ ହୋଇଥିଲା।ଏହି ସଭାରେ କାର୍ଯ୍ୟକାରୀ ସଭାପତି ନରେନ୍ଦ୍ର ହୋତା, ସଂପାଦକ ଅରୁଣ ପଣ୍ଡା ଓ ପିନାକି ମିଶ୍ର ଓ ଅନ୍ୟାନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।ଶେଷରେ ଉପ-ସଭାପତି ବିଭୂତି ମିଶ୍ର ଧନ୍ୟବାଦ ଜଣାଇଥିଲେ ।1
- Post by Shankar Rana4
- ଭାରତ ର ମହା ମହିମ ରାଷ୍ଟ୍ରପତିଙ୍କ ଝାରସୁଗୁଡ଼ା ଗ୍ରସ୍ତ ଥିବାରୁ ଆସନ୍ତା ୨୧ତା ଝାରସୁଗୁଡ଼ା ଡ୍ରୋନ୍ ଉଡାଣ ରେ କଟକଣା ଜାରି କଲା ଝାରସୁଗୁଡ଼ା ପ୍ରସାଶନ ।1
- ଜମନକିରା ବ୍ଲକ୍ ସଦର ମହକୁମା ରେ ଭଲ Patho Labs ଟିଏ ନ ଥିଲା। ଯେଉଁ ହାତ ଗଣତି Patho Labs ଥିଲା ସେଥିରେ ଅଳ୍ପ କିଛି ରକ୍ତ ପରୀକ୍ଷା ହୋଇପାରୁଥିଲା। ଫଳରେ ଉନ୍ନତମାନର ରକ୍ତପରୀକ୍ଷା ପାଇଁ ସମ୍ବଲପୁର ଓ ବୁର୍ଲା ସହର ଉପରେ ନିର୍ଭର କରିବାକୁ ପଡୁଥିଲା। ଆଜି ଠାରୁ Pathkind Labs ହେବା ଫଳରେ ଜମନକିରା ଓ ଦେବଗଡ଼ ଜିଲ୍ଲା ତିଲେଇବଣୀ ବ୍ଲକ୍ ୧୬ ଗୋଟି ଅଞ୍ଚଳ ର ଲୋକେ ଉପକୃତ ହୋଇପାରିବେ।3
- ସରକାର ଙ୍କ ନିର୍ଦ୍ଦେଶ ରେ ଦିନ 11 ଟା ରୁ ଦିନ 3ଟା ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରହିବ : ଜିଲ୍ଲାପାଳ ଝାରସୁଗୁଡା1