logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବରପାଲି, ବୃନ୍ଦାବନ ବିହାରୀ ଦାଶ ଶ୍ରାଦ୍ଧ ବାର୍ଷିକୀ ପାଳିତ *ବୃନ୍ଦାବନ ବିହାରୀ ଦାଶଙ୍କ ଶ୍ରାଦ୍ଧବାର୍ଷିକୀ* ବରପାଲି ୧୬/୦୨/୨୦୨୬(ସୋମବାର) ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ ପରିସରରେ ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟି ପକ୍ଷରୁ ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ଷଷ୍ଠତମ ଶ୍ରାଦ୍ଧବାର୍ଷିକୀ ଉତ୍ସବ ପାଳିତ ହୋଇଯାଇଛି। କମିଟି ଉପସଭାପତି ରସାନନ୍ଦ ଥପାଙ୍କ ସଭାପତିତ୍ବରେ ଉତ୍ସବ ପରିଚାଳିତ ହୋଇଥିଲା ସମ୍ପାଦକ ଯତୀନ୍ଦ୍ର କୁମାର ସାହୁଙ୍କ ସଂଯୋଜନାରେ ସ୍ମୃତି କମିଟିର ସଦସ୍ୟ ବୃନ୍ଦ,ମହାବିଦ୍ୟାଳୟ ଅଧ୍ୟକ୍ଷା ପଦ୍ମିନୀ ଦାଶ ଯୋଗଦେବା ସହ ମହାବିଦ୍ୟାଳୟ ପ୍ରତିଷ୍ଠାତା ଅନ୍ତର୍ଯ୍ୟାମୀ ପଣ୍ଡାଙ୍କ ସମେତ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ଫଟୋଚିତ୍ରରେ ପୁଷ୍ପାର୍ଘ୍ୟ ଅର୍ପଣ ପୂର୍ବକ ଅତିଥିମାନେ ସ୍ମୃତିଚାରଣ କରିଥିଲେ। ଉପସଭାପତି ସମାଜସେବୀ ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିଥିଲେ।

3 hrs ago
user_BARPALI SAMBAD
BARPALI SAMBAD
ବରପାଲି, ବରଗଡ଼, ଓଡ଼ିଶା•
3 hrs ago
20133122-df3c-4cca-9760-075dd5e86845
a65b45d7-4b41-463c-9472-e7a261efdc04
6205605e-fa3a-42b1-981a-f63bb8af3da8

ବରପାଲି, ବୃନ୍ଦାବନ ବିହାରୀ ଦାଶ ଶ୍ରାଦ୍ଧ ବାର୍ଷିକୀ ପାଳିତ *ବୃନ୍ଦାବନ ବିହାରୀ ଦାଶଙ୍କ ଶ୍ରାଦ୍ଧବାର୍ଷିକୀ* ବରପାଲି ୧୬/୦୨/୨୦୨୬(ସୋମବାର) ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ ପରିସରରେ ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟି ପକ୍ଷରୁ ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ଷଷ୍ଠତମ ଶ୍ରାଦ୍ଧବାର୍ଷିକୀ ଉତ୍ସବ ପାଳିତ ହୋଇଯାଇଛି। କମିଟି ଉପସଭାପତି ରସାନନ୍ଦ ଥପାଙ୍କ ସଭାପତିତ୍ବରେ ଉତ୍ସବ ପରିଚାଳିତ ହୋଇଥିଲା ସମ୍ପାଦକ ଯତୀନ୍ଦ୍ର କୁମାର ସାହୁଙ୍କ ସଂଯୋଜନାରେ ସ୍ମୃତି କମିଟିର ସଦସ୍ୟ ବୃନ୍ଦ,ମହାବିଦ୍ୟାଳୟ ଅଧ୍ୟକ୍ଷା ପଦ୍ମିନୀ ଦାଶ ଯୋଗଦେବା ସହ ମହାବିଦ୍ୟାଳୟ ପ୍ରତିଷ୍ଠାତା ଅନ୍ତର୍ଯ୍ୟାମୀ ପଣ୍ଡାଙ୍କ ସମେତ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ଫଟୋଚିତ୍ରରେ ପୁଷ୍ପାର୍ଘ୍ୟ ଅର୍ପଣ ପୂର୍ବକ ଅତିଥିମାନେ ସ୍ମୃତିଚାରଣ କରିଥିଲେ। ଉପସଭାପତି ସମାଜସେବୀ ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିଥିଲେ।

More news from ଓଡ଼ିଶା and nearby areas
  • Post by ବିର ସାହୁ
    2
    Post by ବିର ସାହୁ
    user_ବିର ସାହୁ
    ବିର ସାହୁ
    ଗାଇସିଲେଟ, ବରଗଡ଼, ଓଡ଼ିଶା•
    9 hrs ago
  • ଏକ୍ସନ ମୋଡ଼ରେ ଜିଲ୍ଲପାଳ l ଆଜି ଜାଲୋଏରେ ପୁଣି ଏକ କ୍ଲିନିକକୁ ସିଲ କଲେ ଜିଲ୍ଲପାଳ
    1
    ଏକ୍ସନ ମୋଡ଼ରେ ଜିଲ୍ଲପାଳ l ଆଜି ଜାଲୋଏରେ ପୁଣି ଏକ କ୍ଲିନିକକୁ ସିଲ କଲେ ଜିଲ୍ଲପାଳ
    user_SONEPUR NEWS
    SONEPUR NEWS
    ସାମ୍ବାଦିକ Sonapur, Sonepur•
    1 min ago
  • ଗତ ଦୁଇଦିନ ପରେ ସନ୍ଧ୍ୟା ମେଡିକାଲ ଭୁର୍ଣ ହତ୍ୟା କରୁଥିବା ନେଇ ଏବଂ ବିନା ଲାଇସେନ୍ସ ରେ ଚାଳିଥିବା ବେଆଇନ କାମ କୁ ଦେଖି ରେଡ ମାରିଥିଲେ ସ୍ୱାସ୍ଥ୍ୟ ଏବଂ ପ୍ରଶାସନ ବିଭାଗ କିନ୍ତୁ ସେହି ବ୍ୟକ୍ତି ଙ୍କୁ ଛାଡିଦେଇଥିଲେ ଆଜି ଆମ ଆଦମୀ ପାଟି ଜିଲ୍ଲାସଭାପତି ପୃଥ୍ଵୀରାଜ ଜଗଦଳା ତାଙ୍କୁ ସନ୍ଧ୍ୟା କି୍ଲିନିକ କୁ ବନ୍ଧ କରିବା ପାଇଁ ଜିଲ୍ଲାପାଳ ସହିତ କଥାହେବାରୁ ଆଜି କରିବାପାଇଁ କହିଛନ୍ତି ।
    1
    ଗତ ଦୁଇଦିନ ପରେ ସନ୍ଧ୍ୟା ମେଡିକାଲ ଭୁର୍ଣ ହତ୍ୟା କରୁଥିବା ନେଇ ଏବଂ ବିନା ଲାଇସେନ୍ସ ରେ ଚାଳିଥିବା ବେଆଇନ କାମ କୁ ଦେଖି ରେଡ ମାରିଥିଲେ ସ୍ୱାସ୍ଥ୍ୟ ଏବଂ ପ୍ରଶାସନ ବିଭାଗ କିନ୍ତୁ ସେହି ବ୍ୟକ୍ତି ଙ୍କୁ ଛାଡିଦେଇଥିଲେ ଆଜି  ଆମ ଆଦମୀ ପାଟି ଜିଲ୍ଲାସଭାପତି ପୃଥ୍ଵୀରାଜ ଜଗଦଳା ତାଙ୍କୁ ସନ୍ଧ୍ୟା କି୍ଲିନିକ କୁ ବନ୍ଧ କରିବା ପାଇଁ ଜିଲ୍ଲାପାଳ ସହିତ କଥାହେବାରୁ ଆଜି କରିବାପାଇଁ କହିଛନ୍ତି ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    10 min ago
  • ସୋନପୁର ଜୁଲୁଣ୍ଡା ଦୁଇ ବାଇକ ମଧ୍ୟରେ ଧକ୍କା ଜଣେ ଗୁରୁତର ଆଉ ଜଣେ ଆହତ l
    1
    ସୋନପୁର ଜୁଲୁଣ୍ଡା ଦୁଇ ବାଇକ ମଧ୍ୟରେ ଧକ୍କା ଜଣେ ଗୁରୁତର ଆଉ ଜଣେ ଆହତ l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • ଧାନ ବିକ୍ରି କରି ଚାଷୀ ହତାଶ... ଚାଷୀ କଣ କହୁଛନ୍ତି ଟିକେ ଶୁଣନ୍ତୁ #rishitv #SonepurNews #Subarnapur #farmers #local #farmerlife #sonepur #CSO #subarnapurcollector #CMOOdisha
    1
    ଧାନ ବିକ୍ରି କରି ଚାଷୀ ହତାଶ... ଚାଷୀ କଣ କହୁଛନ୍ତି ଟିକେ ଶୁଣନ୍ତୁ 
#rishitv #SonepurNews #Subarnapur #farmers 
#local #farmerlife #sonepur #CSO #subarnapurcollector #CMOOdisha
    user_Ranjan hota
    Ranjan hota
    ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • ବଡଭାଇଙ୍କ ସହ ସାମାନ୍ୟ ବଚସା ପରେ ଘରୁ ଚାଲିଯାଇଥିବା ସାନପୁଅ… ଆଉ ଫେରିନଥିଲେ
    1
    ବଡଭାଇଙ୍କ ସହ ସାମାନ୍ୟ ବଚସା ପରେ ଘରୁ ଚାଲିଯାଇଥିବା ସାନପୁଅ… ଆଉ ଫେରିନଥିଲେ
    user_PABITRA BARIHA
    PABITRA BARIHA
    ସୋନପୁର, ସୋନପୁର, ଓଡ଼ିଶା•
    2 hrs ago
  • ବୀରମହାରାଜପୁର ମୁଖ୍ୟ ଛକରେ ସାନ୍ଧ୍ୟ ମେଡିକାଲ ଷ୍ଟୋର ଭିତରେ ଚାଲିଥିଲା ବେଆଇନ କ୍ଲିନିକ l ମାଡ଼ିବସିଲା ସ୍ୱାସ୍ଥ୍ୟ ବିଭାଗ l
    1
    ବୀରମହାରାଜପୁର ମୁଖ୍ୟ ଛକରେ ସାନ୍ଧ୍ୟ ମେଡିକାଲ ଷ୍ଟୋର ଭିତରେ ଚାଲିଥିଲା ବେଆଇନ କ୍ଲିନିକ l ମାଡ଼ିବସିଲା ସ୍ୱାସ୍ଥ୍ୟ ବିଭାଗ l
    user_OTV SONEPUR
    OTV SONEPUR
    ସୋନପୁର, ସୋନପୁର, ଓଡ଼ିଶା•
    18 hrs ago
  • ସୋନପୁର ଜିଲ୍ଲାପାଳ ଙ୍କ ଅଫିସ ରେ ଦଳୀୟ ପତାକା ଉଡୁଛି l
    1
    ସୋନପୁର ଜିଲ୍ଲାପାଳ ଙ୍କ ଅଫିସ ରେ ଦଳୀୟ ପତାକା ଉଡୁଛି l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    2 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.