logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଅଗ୍ନି ସେବା ସପ୍ତାହ ରେ ଗୁମ୍ମା ଅଗ୍ନି ଶ୍ରମ ବାହିନୀ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ପାହାଡ ପର୍ବତ ଘେରା ଦୁର୍ଗମ ଗୁମ୍ମା ବ୍ଲକ ଅଞ୍ଚଳ ରେ ଯେକୌଣସି ପ୍ରାକୃତିକ ବିପର୍ଯ୍ୟୟ ହେଉ ବା ଦୁର୍ଘଟଣା ହେଉ କିମ୍ବା ଘର ପୋଡ଼ି ଲୋକଙ୍କ ପାଖରେ ପହଞ୍ଚି ତୁରଂତ ସେବା ଯୋଗାଇଥାନ୍ତି ଗୁମ୍ମା ଦମକଳ କେନ୍ଦ୍ର ର ଅଗ୍ନିଶ୍ରମ ବାହିନୀ। ଚଳିତ ମାସ ଚଉଦ ତାରିଖ ଠାରୁ କୋଡ଼ିଏ ତାରିଖ ପର୍ଯ୍ୟନ୍ତ ଜାରି ରହିଛି ଅଗ୍ନି ସେବା ସପ୍ତାହ। ଗୁମ୍ମା ବ୍ଲକର ଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଗାଇବା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ବାଇଝାଲ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ସହିତ ବିଭିନ୍ନ ଅପହଞ୍ଚ ଗାଁରେ ପହଞ୍ଚି ଚଳିତ ଗ୍ରୀଷ୍ମ ଋତୁରେ କିପରି ଅଗ୍ନିକାଣ୍ଡ ଘଟିପାରେ, ଏହାର ନିରାକରଣ ଓ ପ୍ରତିକାର ପାଇଁ କି କି ପଦକ୍ଷେପ ନେବା ଉଚିତ୍, ସେ ସଂପର୍କରେ ଅଞ୍ଚଳବାସୀ ତଥା ବିଭିନ୍ନ ସ୍ଵାସ୍ଥ୍ୟ କେନ୍ଦ୍ର କର୍ମଚାରୀ ମାନଙ୍କୁ ସଚେତନ କରାଇଥିଲେ। ଗୁମ୍ମା ଦମକଳ ବାହିନୀ ଦାୟିତ୍ୱରେ ଥିବା ଅଧିକାରୀ ଆର୍ ଦୁର୍ଯ୍ୟ ରେଡ୍ଡୀ ଙ୍କ ସହ ଛା ଜଣ ଫାୟାର୍ ମ୍ୟାନ୍ ଏହି ସଚେତନ କାର୍ଯ୍ୟକ୍ରମ ରେ ଗାଁ ଗାଁ ବୁଲି ଲୋକଙ୍କୁ ସଚେତନ କରୁଛନ୍ତି।

11 hrs ago
user_KHABAR TARANGA
KHABAR TARANGA
ସେରଙ୍ଗୋ, ଗଜପତି, ଓଡ଼ିଶା•
11 hrs ago

ଅଗ୍ନି ସେବା ସପ୍ତାହ ରେ ଗୁମ୍ମା ଅଗ୍ନି ଶ୍ରମ ବାହିନୀ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ପାହାଡ ପର୍ବତ ଘେରା ଦୁର୍ଗମ ଗୁମ୍ମା ବ୍ଲକ ଅଞ୍ଚଳ ରେ ଯେକୌଣସି ପ୍ରାକୃତିକ ବିପର୍ଯ୍ୟୟ ହେଉ ବା ଦୁର୍ଘଟଣା ହେଉ କିମ୍ବା ଘର ପୋଡ଼ି ଲୋକଙ୍କ ପାଖରେ ପହଞ୍ଚି ତୁରଂତ ସେବା ଯୋଗାଇଥାନ୍ତି ଗୁମ୍ମା ଦମକଳ କେନ୍ଦ୍ର ର ଅଗ୍ନିଶ୍ରମ ବାହିନୀ। ଚଳିତ ମାସ ଚଉଦ ତାରିଖ ଠାରୁ କୋଡ଼ିଏ ତାରିଖ ପର୍ଯ୍ୟନ୍ତ ଜାରି ରହିଛି ଅଗ୍ନି ସେବା ସପ୍ତାହ। ଗୁମ୍ମା ବ୍ଲକର ଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଗାଇବା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ବାଇଝାଲ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ସହିତ ବିଭିନ୍ନ ଅପହଞ୍ଚ ଗାଁରେ ପହଞ୍ଚି ଚଳିତ ଗ୍ରୀଷ୍ମ ଋତୁରେ କିପରି ଅଗ୍ନିକାଣ୍ଡ ଘଟିପାରେ, ଏହାର ନିରାକରଣ ଓ ପ୍ରତିକାର ପାଇଁ କି କି ପଦକ୍ଷେପ ନେବା ଉଚିତ୍, ସେ ସଂପର୍କରେ ଅଞ୍ଚଳବାସୀ ତଥା ବିଭିନ୍ନ ସ୍ଵାସ୍ଥ୍ୟ କେନ୍ଦ୍ର କର୍ମଚାରୀ ମାନଙ୍କୁ ସଚେତନ କରାଇଥିଲେ। ଗୁମ୍ମା ଦମକଳ ବାହିନୀ ଦାୟିତ୍ୱରେ ଥିବା ଅଧିକାରୀ ଆର୍ ଦୁର୍ଯ୍ୟ ରେଡ୍ଡୀ ଙ୍କ ସହ ଛା ଜଣ ଫାୟାର୍ ମ୍ୟାନ୍ ଏହି ସଚେତନ କାର୍ଯ୍ୟକ୍ରମ ରେ ଗାଁ ଗାଁ ବୁଲି ଲୋକଙ୍କୁ ସଚେତନ କରୁଛନ୍ତି।

More news from ଓଡ଼ିଶା and nearby areas
  • ଅଦ୍ୟ ତା. 18/04/2026 ରିଖ, ନିମାପଡ଼ା ବ୍ଲକ୍ ଅରିଷଣ୍ଢ ପଞ୍ଚାୟତ କୁମାର ସାହି ୧୪ ନମ୍ବର ୱାର୍ଡ ର ନଳକୂପ ଆଜକୁ ପ୍ରାୟ ୧୮ ଦିନ ହେବ ଅଚଳ ହୋଇ ପଡ଼ିଛି। ଜନସାଧାରଣ ପିଇବା ପାଣି ନ ପାଇ ଡହଳ ବିକଳ ହେଉଥିବା ଦେଖିବା କୁ ମିଳିଛି। ଏଣୁ ବିଭାଗୀୟ ଅଧିକାରୀ ତୁରନ୍ତ ଏଥି ପ୍ରତି ଧ୍ୟାନ ଦେଇ ତୁରନ୍ତ ମରାମତି କରିବା ବ୍ୟବସ୍ଥା କଲେ ଜନ ସାଧାରଣ ପିଇବା ପାଣି ପାଇ ପାରିବେ ବୋଲି ଅଞ୍ଚଳ ବାସୀ ଜଣାଇଛନ୍ତି। ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    1
    ଅଦ୍ୟ ତା.   18/04/2026 ରିଖ,
ନିମାପଡ଼ା ବ୍ଲକ୍ ଅରିଷଣ୍ଢ ପଞ୍ଚାୟତ କୁମାର ସାହି ୧୪ ନମ୍ବର ୱାର୍ଡ ର ନଳକୂପ ଆଜକୁ ପ୍ରାୟ ୧୮ ଦିନ ହେବ ଅଚଳ ହୋଇ ପଡ଼ିଛି।
ଜନସାଧାରଣ  ପିଇବା 
ପାଣି ନ ପାଇ ଡହଳ ବିକଳ ହେଉଥିବା ଦେଖିବା କୁ ମିଳିଛି। ଏଣୁ ବିଭାଗୀୟ ଅଧିକାରୀ ତୁରନ୍ତ ଏଥି ପ୍ରତି ଧ୍ୟାନ ଦେଇ ତୁରନ୍ତ ମରାମତି କରିବା ବ୍ୟବସ୍ଥା କଲେ ଜନ ସାଧାରଣ ପିଇବା ପାଣି ପାଇ ପାରିବେ ବୋଲି ଅଞ୍ଚଳ ବାସୀ ଜଣାଇଛନ୍ତି।
ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    2 hrs ago
  • ସମଗ୍ର ଶିକ୍ଷଣ ସାମଗ୍ରୀ ତାଲିମ୍ ଶିବିର ଉଦଯାପିତ ଜୟପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ଅଧିନସ୍ଥ ଦକ୍ଷିଣ ପ୍ରାଥମିକ ଗୋଷ୍ଠୀ ସାଧନ କେନ୍ଦ୍ର ର ବିଭିନ୍ନ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ନେଇ ସୁନାରି ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ତା ୧୭.୦୪.୨୦୨୬ ଓ ୧୮.୦୪.୨୦୨୬ ରିଖ ଦୁଇ ଦିନ ଧରି ସମଗ୍ର ଶିକ୍ଷଣ ସାମଗ୍ରୀ ତାଲିମ୍ ଶିବିର ଅନୁଷ୍ଠିତ ହୋଇଥିଲା
    1
    ସମଗ୍ର ଶିକ୍ଷଣ ସାମଗ୍ରୀ ତାଲିମ୍ ଶିବିର ଉଦଯାପିତ
ଜୟପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ଅଧିନସ୍ଥ ଦକ୍ଷିଣ ପ୍ରାଥମିକ ଗୋଷ୍ଠୀ ସାଧନ କେନ୍ଦ୍ର ର ବିଭିନ୍ନ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ନେଇ  ସୁନାରି ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ତା ୧୭.୦୪.୨୦୨୬ ଓ ୧୮.୦୪.୨୦୨୬ ରିଖ ଦୁଇ ଦିନ ଧରି ସମଗ୍ର ଶିକ୍ଷଣ ସାମଗ୍ରୀ ତାଲିମ୍ ଶିବିର  ଅନୁଷ୍ଠିତ ହୋଇଥିଲା
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    23 hrs ago
  • ଆଦିବାସି, ଅଧ୍ୟୁଷିତ ବଲାଙ୍ଗୀର ଜିଲ୍ଲା ସ୍ତରୀୟ ଟିଟିଲାଗଡ ମୁଖ୍ୟ ଚିକିତ୍ସାଳୟ କୁ ତରବରିଆ ଭାବେ ବିନା ସର୍ବଦଳୀୟ ବୈଠକ ରେ ଟିଟିଲାଗଡ ରୁ ପାଞ୍ଚ କି ମି ଦୂର ପିପଲପଦର୍ ଗ୍ରାମ ରେ ଥିବା ମାତୃ ଓ ଶିଶୁ ଡ଼ାକ୍ତର ଖାନା କୁ ସ୍ଥାନାନ୍ତରିତ କରାଯିବା ରୋଗୀ କଲ୍ୟାଣ ସମିତି ପକ୍ଷରୁ ଧାର୍ଯ୍ୟ କରାଯାଉଛି। ଏ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବା ବେଳେ ଏବେ କାର୍ଯ୍ୟକାରି ହୋଇ ରହିଥିବା ଡ଼ାକ୍ତରଖାନା ଉପରେ ଅନେକ ରୋଗୀ ଙ୍କ ରହିବା ସୁବିଧା ଥିବାବେଳେ ସେ ସବୁ କାର୍ଯ୍ୟକ୍ଷମ କରିବା ସହ ଆବଶ୍ୟକୀୟ ସାଧନ, ପଦ,ପଦବୀ ପୂରଣ କରିବା ନିମନ୍ତେ ବିଭିନ୍ନ ମହଲ ରେ ଦୃଢ଼ ଦାବୀ ହୋଇଛି। ଆମ୍ବୁଲାନ୍ସ ନ ମିଳିବା ପଡୋଶୀ ରାଜ୍ୟ ର ଲୋକେ ନିର୍ଭର କରୁଥିବା ବେଳେ ଏ ଦିଗରେ ତୁରନ୍ତ ବିଭାଗୀୟ ମୁଖ୍ୟ ଶାସନ ସଚିବ ଦୃଷ୍ଟି ଦେବାକୁ ଦାବି ହୋଇଛି। ସେହିପରି ମାତ୍ର ୫୦ ଗୋଟି ଶଯ୍ୟା ସହ ଉକ୍ତ ମାତୃ ଓ ଶିଶୁ ଡ଼ାକ୍ତର ଖାନା ପରିସର ରେ କେବଳ ନାମକୁ ମାତ୍ର କୋଠା ଓ କାର୍ଯ୍ୟାଳୟ ନିର୍ମାଣ କରି ଦେଇ ଏହା କାର୍ଯ୍ୟକାରୀ କରିବା ନେଇ ଦୁର୍ନିତୀ ହୋଇ ଥିବା ଅଭିଯୋଗ ହୋଇଛି। ମିଥ୍ୟା ବିଲ ଭାଉଚ୍ଚର୍ କରିଦେଇ ଏହା କାର୍ଯ୍ୟକାରୀ କରି ଅର୍ଥ ଆତ୍ମସାତ କରିଥିବା ସାଧାରଣ ରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି।
    3
    ଆଦିବାସି, ଅଧ୍ୟୁଷିତ ବଲାଙ୍ଗୀର ଜିଲ୍ଲା ସ୍ତରୀୟ ଟିଟିଲାଗଡ ମୁଖ୍ୟ ଚିକିତ୍ସାଳୟ କୁ ତରବରିଆ ଭାବେ ବିନା ସର୍ବଦଳୀୟ ବୈଠକ ରେ ଟିଟିଲାଗଡ ରୁ ପାଞ୍ଚ କି ମି ଦୂର ପିପଲପଦର୍ ଗ୍ରାମ ରେ ଥିବା ମାତୃ ଓ ଶିଶୁ ଡ଼ାକ୍ତର ଖାନା କୁ ସ୍ଥାନାନ୍ତରିତ କରାଯିବା ରୋଗୀ କଲ୍ୟାଣ ସମିତି ପକ୍ଷରୁ ଧାର୍ଯ୍ୟ କରାଯାଉଛି।
ଏ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବା ବେଳେ ଏବେ କାର୍ଯ୍ୟକାରି ହୋଇ ରହିଥିବା ଡ଼ାକ୍ତରଖାନା ଉପରେ ଅନେକ ରୋଗୀ ଙ୍କ ରହିବା ସୁବିଧା ଥିବାବେଳେ ସେ ସବୁ କାର୍ଯ୍ୟକ୍ଷମ କରିବା ସହ ଆବଶ୍ୟକୀୟ ସାଧନ, ପଦ,ପଦବୀ ପୂରଣ କରିବା ନିମନ୍ତେ ବିଭିନ୍ନ ମହଲ ରେ ଦୃଢ଼ ଦାବୀ ହୋଇଛି। ଆମ୍ବୁଲାନ୍ସ ନ ମିଳିବା ପଡୋଶୀ ରାଜ୍ୟ ର ଲୋକେ ନିର୍ଭର କରୁଥିବା ବେଳେ ଏ ଦିଗରେ ତୁରନ୍ତ ବିଭାଗୀୟ ମୁଖ୍ୟ ଶାସନ ସଚିବ ଦୃଷ୍ଟି ଦେବାକୁ ଦାବି ହୋଇଛି।
ସେହିପରି ମାତ୍ର ୫୦ ଗୋଟି ଶଯ୍ୟା ସହ ଉକ୍ତ ମାତୃ ଓ ଶିଶୁ ଡ଼ାକ୍ତର ଖାନା ପରିସର ରେ କେବଳ ନାମକୁ ମାତ୍ର କୋଠା ଓ କାର୍ଯ୍ୟାଳୟ ନିର୍ମାଣ କରି ଦେଇ ଏହା କାର୍ଯ୍ୟକାରୀ କରିବା ନେଇ ଦୁର୍ନିତୀ ହୋଇ ଥିବା ଅଭିଯୋଗ ହୋଇଛି। ମିଥ୍ୟା ବିଲ ଭାଉଚ୍ଚର୍ କରିଦେଇ ଏହା କାର୍ଯ୍ୟକାରୀ କରି ଅର୍ଥ ଆତ୍ମସାତ କରିଥିବା ସାଧାରଣ ରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି।
    user_Santosh Nayak PRESS
    Santosh Nayak PRESS
    Local News Reporter ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    19 hrs ago
  • ସୋସିଆଲ ମିଡିଆ ଫେସବୁକ ରେ ମିଥ୍ୟା ଆରୋପ ଲଗାଇ ସମ୍ମାନ ହାନି ଓ ବଦନାମ କରିଥିବାରୁ ଥାନା ରେ FIR ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜ ପୁର ବିଧାୟକ ଇଂ ରଘୁନାଥ ଜଗଦଲା ଙ୍କୁ ଶ୍ରୀ ପ୍ରକାଶ ପଧାନ Social Talk ନାମ ରେ ପେଜ ଖୁଲି ସୋସିଆଲ ମିଡିଆ ଫେସବୁକ ରେ ମିଥ୍ୟା ଆରୋପ ଲଗାଇ ସମ୍ମାନ ହାନି ଓ ବଦନାମ କରିଥିବାରୁ ଉଲୁଣ୍ଡା ଥାନା ରେ FIR ଦେଲେ ଶ୍ରୀ ମୁକୃ କୁମାର ବାଘ ସୂଚନା ମୁତାବକ ଗତ ୧୪/୦୪ ୨୬ ରିଖ ଦିନ ୧.୩୦ ମି ପାଖାପାଖି ବିରମହାରାଜପୁର ମୁଖ୍ୟ ଛକରେ ହୋଇଥିବା ଦୂର୍ଭାଗ୍ୟ ଜନକ ଘଟଣା ରେ ବିଧାୟକ ତଥା ଆମ୍ଭେ ସମସ୍ତେ ମର୍ମାହତ । ଉକ୍ତ ଘଟଣା ସମୟରେ ବିଧାୟକ ଇଂ ରଘୁନାଥ ଜଗଦଲା ଘଟଣା ସ୍ଥଲରେ ଉପସ୍ଥିତ ନ ଥିବା ଓ ଘଟଣା ସ୍ଥଳରୁ ୨୫ କିମି ଦୂରରେ ଉଲୁଣ୍ଡା ସ୍ଥିତ ଏକ କାର୍ଯ୍ୟକ୍ରମ ରେ ଥିବା ସପ୍ତେ ଵିଧାୟକ ଙ୍କୁ ଦୋଷ କରି ଵିଧାୟକ ଙ୍କ ଉପସ୍ଥିତି ରେ ଏମିତି କାଣ୍ଡ ହୋଇଅଛି କହି ଵିଧାୟକ ଙ୍କୁ ଵଦନାମ କରିଵା,ସମ୍ମାନ ହାନି କରିବା ସାଧାରଣ ଜନତା ମନରେ ବିଜେପି ଓ ଵିଧାୟକ ଙ୍କ ପ୍ରତି ଘୃଣାଭାବ ସୃଷ୍ଟି କରିବା ଉଦ୍ଦେଶ୍ଯରେ ଉକ୍ତ ଶ୍ରୀ ପ୍ରକାଶ ପଧାନ ଅପପ୍ରଚାର ଚଲାଇଅଛି । ଉକ୍ତ ଘଟଣା ସମୟରେ କିଛି ରାଜନୈତିକ ଦଲର ନେତୃଵୁନ୍ଦ ଓ ଅସାମାଜିକ ବ୍ୟକ୍ତି ଙ୍କୁ ଘଣ୍ଟ ଘୋଡାଇ ଉଦ୍ଧେଶ୍ୟ ମୂଲକ ଵାଵେ ବିଧାୟକ ଓ ଵିଜେପି ପାଟି କୁ ଵଦନାମ କରୁଛନ୍ଥି । ଏଣୁ ଉପଯୁକ୍ତ ତଦନ୍ତ କରାଯାଇ ଶ୍ରୀ ପ୍ରକାଶ ପଧାନ (Social Talk ) ଓ ତାଙ୍କୁ ମିଥ୍ଯା ତଥ୍ଯ ପ୍ରଦାନ କରିଥିବା ବ୍ଯକ୍ତି ବିଷେସ ମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଦ୍ଧ କାର୍ଯ୍ୟାନୁଷ୍ଟାନ ଗ୍ରହନ କରାଯାଉ ଅନ୍ୟାଥା ଆଗକୁ ଜାତିଆନ ଗଣ୍ଡୋଗଲ ବିଦ୍ବେଷ ,ଘୃଣାଭାବ ଗଡିଵା ଏବଂ ଏହା ଉଗ୍ରରୁପ ନେବବୋଲି ଆଶଙ୍କା କରାଯାଏ ।
    1
    ସୋସିଆଲ ମିଡିଆ ଫେସବୁକ ରେ ମିଥ୍ୟା ଆରୋପ ଲଗାଇ ସମ୍ମାନ ହାନି ଓ ବଦନାମ କରିଥିବାରୁ ଥାନା ରେ FIR
ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜ ପୁର ବିଧାୟକ ଇଂ ରଘୁନାଥ ଜଗଦଲା ଙ୍କୁ ଶ୍ରୀ ପ୍ରକାଶ ପଧାନ  Social Talk ନାମ ରେ ପେଜ ଖୁଲି   ସୋସିଆଲ ମିଡିଆ ଫେସବୁକ ରେ ମିଥ୍ୟା ଆରୋପ ଲଗାଇ ସମ୍ମାନ ହାନି ଓ ବଦନାମ କରିଥିବାରୁ ଉଲୁଣ୍ଡା  ଥାନା ରେ FIR ଦେଲେ ଶ୍ରୀ ମୁକୃ କୁମାର ବାଘ ସୂଚନା ମୁତାବକ ଗତ ୧୪/୦୪ ୨୬ ରିଖ ଦିନ ୧.୩୦ ମି ପାଖାପାଖି ବିରମହାରାଜପୁର ମୁଖ୍ୟ ଛକରେ ହୋଇଥିବା ଦୂର୍ଭାଗ୍ୟ ଜନକ ଘଟଣା ରେ ବିଧାୟକ ତଥା ଆମ୍ଭେ ସମସ୍ତେ ମର୍ମାହତ  । ଉକ୍ତ ଘଟଣା ସମୟରେ ବିଧାୟକ ଇଂ ରଘୁନାଥ ଜଗଦଲା ଘଟଣା ସ୍ଥଲରେ ଉପସ୍ଥିତ ନ ଥିବା ଓ ଘଟଣା ସ୍ଥଳରୁ ୨୫ କିମି ଦୂରରେ ଉଲୁଣ୍ଡା ସ୍ଥିତ ଏକ କାର୍ଯ୍ୟକ୍ରମ ରେ ଥିବା ସପ୍ତେ ଵିଧାୟକ ଙ୍କୁ ଦୋଷ କରି ଵିଧାୟକ ଙ୍କ ଉପସ୍ଥିତି ରେ  ଏମିତି କାଣ୍ଡ ହୋଇଅଛି  କହି ଵିଧାୟକ ଙ୍କୁ  ଵଦନାମ କରିଵା,ସମ୍ମାନ ହାନି କରିବା ସାଧାରଣ ଜନତା ମନରେ ବିଜେପି ଓ ଵିଧାୟକ ଙ୍କ ପ୍ରତି ଘୃଣାଭାବ ସୃଷ୍ଟି କରିବା ଉଦ୍ଦେଶ୍ଯରେ ଉକ୍ତ ଶ୍ରୀ ପ୍ରକାଶ ପଧାନ ଅପପ୍ରଚାର ଚଲାଇଅଛି ।  ଉକ୍ତ ଘଟଣା ସମୟରେ କିଛି ରାଜନୈତିକ ଦଲର ନେତୃଵୁନ୍ଦ ଓ ଅସାମାଜିକ ବ୍ୟକ୍ତି ଙ୍କୁ ଘଣ୍ଟ ଘୋଡାଇ ଉଦ୍ଧେଶ୍ୟ ମୂଲକ ଵାଵେ ବିଧାୟକ ଓ ଵିଜେପି ପାଟି କୁ ଵଦନାମ କରୁଛନ୍ଥି । ଏଣୁ ଉପଯୁକ୍ତ ତଦନ୍ତ କରାଯାଇ ଶ୍ରୀ ପ୍ରକାଶ ପଧାନ (Social Talk ) ଓ ତାଙ୍କୁ ମିଥ୍ଯା ତଥ୍ଯ ପ୍ରଦାନ କରିଥିବା  ବ୍ଯକ୍ତି ବିଷେସ ମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଦ୍ଧ କାର୍ଯ୍ୟାନୁଷ୍ଟାନ ଗ୍ରହନ କରାଯାଉ ଅନ୍ୟାଥା ଆଗକୁ ଜାତିଆନ ଗଣ୍ଡୋଗଲ ବିଦ୍ବେଷ ,ଘୃଣାଭାବ ଗଡିଵା ଏବଂ ଏହା ଉଗ୍ରରୁପ ନେବବୋଲି ଆଶଙ୍କା କରାଯାଏ ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    41 min ago
  • Post by SOUMYA RANJAN
    1
    Post by SOUMYA RANJAN
    user_SOUMYA RANJAN
    SOUMYA RANJAN
    Extended stay hotel Puri (M), Odisha•
    1 hr ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    2 hrs ago
  • ତା.18/04/2026 ରିଖ ଦୁଇ ଦିନ ବ୍ୟାପୀ ଆୟୋଜିତ ହେବାକୁ ଯାଉଥିବା ସିଏମ ଟ୍ରଫି ପୁରୀ ଜିଲ୍ଲା ସ୍ପୋର୍ଟସ କମ୍ପ୍ଲେକ୍ସ, ତାଳବଣିଆ ଠାରେ ଉଦଘାଟିତ ହୋଇସାରିଛି । ଏହି ଉଦ୍ଘାଟନ ସମାରୋହରେ ଓଡ଼ିଶା ଅଲମ୍ପିକ୍ସ ସଂଘ୍ କୋଷାଧ୍ୟକ୍ଷ ରବିଶଙ୍କର ପତିହରୀଙ୍କ ପୌରହିତ୍ୟ ରେ ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନୀଳମାଧବ ଭୋଇ ,ମୁଖ୍ୟ ବକ୍ତା ପୁରୀ ମହାନଗର ନିଗମ ର ନିର୍ବାହୀ ଅଧିକାରୀ ଅଭିମନ୍ୟ ବେହେରା, ସମ୍ମାନିତ ଅତିଥି ଭାବେ ଭାରତୀୟ ଖୋ ଖୋ ମହାସଂଘ୍ ତଥା ଓଡ଼ିଶା ଖୋ ଖୋ ସଙ୍ଘ ସମ୍ପାଦକ ପ୍ରଦ୍ୟୁମ୍ନ ମିଶ୍ର, ପୁରୀ ଜିଲ୍ଲା କ୍ରୀଡ଼ା ସାଂସଦ ଉପ ସଭାପତି ରାମଚନ୍ଦ୍ର ଦାସମହାପାତ୍ର ପ୍ରମୁଖ ଯୋଗଦେଇ ସରକାରଙ୍କ ଲୋକାଭିମୁଖୀ ତଥା ତୃଣ ମୂଳ ସ୍ତରରେ କୋମଳମତି କ୍ରୀଡ଼ାବିତ୍ ମାନଙ୍କ ପ୍ରତିଭାର ବିକାଶ ପାଇଁ ଏହା ଏକ ସୁନ୍ଦର ପଦକ୍ଷେପ ବୋଲି କହିଥିଲେ।ଏହି ପ୍ରୟାସ ପାଇଁ ଆଗାମୀ ଦିନରେ ବଡ ବଡ କ୍ରୀଡା ପ୍ରତିଯୋଗିତାରେ ରେ ଓଡିଶା ଉଲ୍ଲେଖଯୋଗ୍ୟ ପ୍ରଦର୍ଶନ କରିବ ବୋଲି ସେମାନେ କହିଥିଲେ।କ୍ରୀଡ଼ାବିତ୍ ମାନଙ୍କ ମାର୍ଚ୍ଚ ପାଷ୍ଟ ରେ ଓଡ଼ିଶୀ ନୃତ୍ୟାଙ୍ଗନା, ଯାଦୁଗର, ଗରିଲା କଣ୍ଢେଇ ପ୍ରଭୃତି ଯୋଗଦେଇ କ୍ରୀଡ଼ା ମହୋଲ କୁ ଆକର୍ଷଣୀୟ କରିଥିଲେ। ଉଦଘାଟନ ରେ ଶାନ୍ତିର ପ୍ରତୀକ କପୋତ କୁ ଉଡ଼ାଇ ଥିଲେ। ଇ. ବି. ଦାସଙ୍କ ଦ୍ୱାରା ମ୍ୟାଜିକ ସୋ ବିମୁଗ୍ଧ କରିଥିଲା ସମସ୍ତ କ୍ରୀଡ଼ାବିତ୍ ମାନଙ୍କୁ। ଶେଷରେ ଜିଲ୍ଲା କ୍ରୀଡ଼ା ଅଧିକାରୀ ଚନ୍ଦନ କୁମାର ସାହୁ ଧନ୍ୟବାଦ ଦେଇଥିଲେ। ଏହି ପ୍ରତିଯୋଗିତାରେ ଖୋ ଖୋ ରେ ୬ ଟି ବାଳିକା ଦଳ ଅଂଶଗ୍ରହଣ କରି ଥିଲେ । ଖୋ ଖୋ ରେ ଡେଲାଙ୍ଗ ବ୍ଳକ୍ କେ. ପି. ପି ଚାମ୍ପିଅନ୍ସ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଅମାଳଙ୍ଗ ଉପ୍ରା ବିଦ୍ୟାଳୟ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ସେହିପରି ଚନ୍ଦେଶ୍ୱରି ଉପ୍ରା ବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଆଗାମୀ ଦିନରେ ରାଜ୍ୟସ୍ତରୀୟ ଜୋନ୍ ପାଇଁ ଚୂଡ଼ାନ୍ତ ବାଳିକା ଦଳ ଚୟନ କରାଯାଇ ସମ୍ପାଦକ ମହୋଦୟଙ୍କୁ ହସ୍ତାନ୍ତର କରାଯିବ।ପ୍ରତ୍ୟୁଷରୁ ଫୁଟବଲ ଖେଳର ଖେଳାଳୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ଯୋଗ ଦେଇ ଉତ୍ସାହିତ କରିଥିଲେ। ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା, ଭୁବନେଶ୍ୱର
    1
    ତା.18/04/2026 ରିଖ  
ଦୁଇ ଦିନ ବ୍ୟାପୀ ଆୟୋଜିତ ହେବାକୁ ଯାଉଥିବା ସିଏମ ଟ୍ରଫି ପୁରୀ ଜିଲ୍ଲା ସ୍ପୋର୍ଟସ କମ୍ପ୍ଲେକ୍ସ, ତାଳବଣିଆ ଠାରେ ଉଦଘାଟିତ ହୋଇସାରିଛି । ଏହି ଉଦ୍ଘାଟନ ସମାରୋହରେ ଓଡ଼ିଶା ଅଲମ୍ପିକ୍ସ ସଂଘ୍ କୋଷାଧ୍ୟକ୍ଷ ରବିଶଙ୍କର ପତିହରୀଙ୍କ ପୌରହିତ୍ୟ ରେ ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନୀଳମାଧବ ଭୋଇ ,ମୁଖ୍ୟ ବକ୍ତା  ପୁରୀ ମହାନଗର ନିଗମ ର ନିର୍ବାହୀ ଅଧିକାରୀ ଅଭିମନ୍ୟ ବେହେରା, ସମ୍ମାନିତ ଅତିଥି ଭାବେ ଭାରତୀୟ ଖୋ ଖୋ ମହାସଂଘ୍ ତଥା ଓଡ଼ିଶା ଖୋ ଖୋ ସଙ୍ଘ ସମ୍ପାଦକ ପ୍ରଦ୍ୟୁମ୍ନ ମିଶ୍ର, ପୁରୀ ଜିଲ୍ଲା କ୍ରୀଡ଼ା ସାଂସଦ ଉପ ସଭାପତି ରାମଚନ୍ଦ୍ର ଦାସମହାପାତ୍ର ପ୍ରମୁଖ ଯୋଗଦେଇ ସରକାରଙ୍କ ଲୋକାଭିମୁଖୀ ତଥା ତୃଣ ମୂଳ ସ୍ତରରେ କୋମଳମତି କ୍ରୀଡ଼ାବିତ୍ ମାନଙ୍କ ପ୍ରତିଭାର  ବିକାଶ ପାଇଁ ଏହା ଏକ ସୁନ୍ଦର ପଦକ୍ଷେପ ବୋଲି କହିଥିଲେ।ଏହି ପ୍ରୟାସ ପାଇଁ ଆଗାମୀ ଦିନରେ ବଡ ବଡ କ୍ରୀଡା ପ୍ରତିଯୋଗିତାରେ ରେ ଓଡିଶା ଉଲ୍ଲେଖଯୋଗ୍ୟ ପ୍ରଦର୍ଶନ କରିବ ବୋଲି ସେମାନେ କହିଥିଲେ।କ୍ରୀଡ଼ାବିତ୍ ମାନଙ୍କ ମାର୍ଚ୍ଚ ପାଷ୍ଟ ରେ ଓଡ଼ିଶୀ ନୃତ୍ୟାଙ୍ଗନା, ଯାଦୁଗର, ଗରିଲା କଣ୍ଢେଇ ପ୍ରଭୃତି ଯୋଗଦେଇ କ୍ରୀଡ଼ା ମହୋଲ କୁ ଆକର୍ଷଣୀୟ କରିଥିଲେ। ଉଦଘାଟନ ରେ ଶାନ୍ତିର ପ୍ରତୀକ କପୋତ କୁ ଉଡ଼ାଇ ଥିଲେ। ଇ. ବି. ଦାସଙ୍କ ଦ୍ୱାରା ମ୍ୟାଜିକ ସୋ ବିମୁଗ୍ଧ କରିଥିଲା ସମସ୍ତ କ୍ରୀଡ଼ାବିତ୍ ମାନଙ୍କୁ। ଶେଷରେ ଜିଲ୍ଲା କ୍ରୀଡ଼ା ଅଧିକାରୀ  ଚନ୍ଦନ କୁମାର ସାହୁ ଧନ୍ୟବାଦ ଦେଇଥିଲେ।  ଏହି ପ୍ରତିଯୋଗିତାରେ ଖୋ ଖୋ ରେ ୬ ଟି ବାଳିକା ଦଳ ଅଂଶଗ୍ରହଣ କରି ଥିଲେ । ଖୋ ଖୋ ରେ ଡେଲାଙ୍ଗ ବ୍ଳକ୍ କେ. ପି. ପି ଚାମ୍ପିଅନ୍ସ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଅମାଳଙ୍ଗ ଉପ୍ରା ବିଦ୍ୟାଳୟ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ସେହିପରି ଚନ୍ଦେଶ୍ୱରି ଉପ୍ରା ବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଆଗାମୀ ଦିନରେ  ରାଜ୍ୟସ୍ତରୀୟ ଜୋନ୍ ପାଇଁ ଚୂଡ଼ାନ୍ତ ବାଳିକା ଦଳ ଚୟନ କରାଯାଇ ସମ୍ପାଦକ ମହୋଦୟଙ୍କୁ ହସ୍ତାନ୍ତର କରାଯିବ।ପ୍ରତ୍ୟୁଷରୁ ଫୁଟବଲ ଖେଳର ଖେଳାଳୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ଯୋଗ ଦେଇ ଉତ୍ସାହିତ କରିଥିଲେ।
ପୁରୀ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା, ଭୁବନେଶ୍ୱର
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    3 hrs ago
  • Post by SOUMYA RANJAN
    1
    Post by SOUMYA RANJAN
    user_SOUMYA RANJAN
    SOUMYA RANJAN
    Extended stay hotel Puri (M), Odisha•
    1 hr ago
  • ସୁବର୍ଣ୍ଣପୁର: ବୀରମହାରାଜପୁର ଗୁଳିକାଣ୍ଡରେ ମୃତ ବିକ୍ରମ ମହାରଣା(ବିକି)ଙ୍କ ସାଙ୍ଗ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି।
    1
    ସୁବର୍ଣ୍ଣପୁର: ବୀରମହାରାଜପୁର ଗୁଳିକାଣ୍ଡରେ ମୃତ 
ବିକ୍ରମ ମହାରଣା(ବିକି)ଙ୍କ ସାଙ୍ଗ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    2 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.