logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମୟୂରଭଞ୍ଜ ଜିଲ୍ଳା ଟପ୍ ନିଉଜ | Dally Speed News | Full Update News | Mayurbhanj Public News #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update Date -09.03.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 7008944703

2 hrs ago
user_Mayurbhanj Public News
Mayurbhanj Public News
ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
2 hrs ago

ମୟୂରଭଞ୍ଜ ଜିଲ୍ଳା ଟପ୍ ନିଉଜ | Dally Speed News | Full Update News | Mayurbhanj Public News #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update Date -09.03.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 7008944703

More news from ଓଡ଼ିଶା and nearby areas
  • Post by MN.NEWS ODIA
    1
    Post by MN.NEWS ODIA
    user_MN.NEWS ODIA
    MN.NEWS ODIA
    Teacher ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    1 hr ago
  • Post by Khabar
    1
    Post by Khabar
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    2 hrs ago
  • #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update Date -09.03.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 7008944703
    1
    #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update
Date -09.03.2026
ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। 
ଆମକୁ ଯୋଗାଯୋଗ କରନ୍ତୁ - 7008944703
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    2 hrs ago
  • ଆଜି Odisha Legislative Assembly ରେ ପିଇବା ପାଣିର ଅଭାବ ନେଇ ଗରମ ହେଲା ଚର୍ଚ୍ଚା। କଂଗ୍ରେସ ବିଧାୟକମାନେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପିଇବା ପାଣି ସମସ୍ୟାକୁ ଉଠାଇ ସରକାରଙ୍କୁ ତୀବ୍ର ପ୍ରଶ୍ନ କଲେ। ବିଭାଗୀୟ ମନ୍ତ୍ରୀ Rabi Narayan Naik ଉତ୍ତର ଦେଇଥିବା ବେଳେ ବିରୋଧୀ ଦଳ ଅଭିଯୋଗ କଲେ ଯେ ସରକାର କେବଳ ଭାଷଣରେ ସୀମିତ ରହିଛି, ଯେଉଁଥିରେ ମାଟିସ୍ତରରେ କାମ ଦେଖିବାକୁ ମିଳୁନାହିଁ। ତେବେ ପ୍ରକୃତରେ ପିଇବା ପାଣି ସମସ୍ୟାକୁ ନେଇ ବିଧାନ ସଭାରେ କେମିତି ପ୍ରଶ୍ନ ଉଠିଲା? କେଉଁ ତଥ୍ୟ ଦେଲେ ମନ୍ତ୍ରୀ? ଏବଂ କାହିଁକି ବିରୋଧୀ ଦଳ ଏଥିରେ ସରକାରକୁ ଘେରିଲା? ସମ୍ପୂର୍ଣ୍ଣ ଘଟଣା ଦେଖନ୍ତୁ ଏହି ଭିଡିଓରେ ଓ ଜାଣନ୍ତୁ କାମ କାହାର କେତେ। #OdishaPolitics #AssemblyNews #DrinkingWaterIssue #OdishaNews #PrimeTimeOdiaNews
    1
    ଆଜି Odisha Legislative Assembly ରେ ପିଇବା ପାଣିର ଅଭାବ ନେଇ ଗରମ ହେଲା ଚର୍ଚ୍ଚା। କଂଗ୍ରେସ ବିଧାୟକମାନେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପିଇବା ପାଣି ସମସ୍ୟାକୁ ଉଠାଇ ସରକାରଙ୍କୁ ତୀବ୍ର ପ୍ରଶ୍ନ କଲେ।
ବିଭାଗୀୟ ମନ୍ତ୍ରୀ Rabi Narayan Naik ଉତ୍ତର ଦେଇଥିବା ବେଳେ ବିରୋଧୀ ଦଳ ଅଭିଯୋଗ କଲେ ଯେ ସରକାର କେବଳ ଭାଷଣରେ ସୀମିତ ରହିଛି, ଯେଉଁଥିରେ ମାଟିସ୍ତରରେ କାମ ଦେଖିବାକୁ ମିଳୁନାହିଁ।
ତେବେ ପ୍ରକୃତରେ ପିଇବା ପାଣି ସମସ୍ୟାକୁ ନେଇ ବିଧାନ ସଭାରେ କେମିତି ପ୍ରଶ୍ନ ଉଠିଲା? କେଉଁ ତଥ୍ୟ ଦେଲେ ମନ୍ତ୍ରୀ? ଏବଂ କାହିଁକି ବିରୋଧୀ ଦଳ ଏଥିରେ ସରକାରକୁ ଘେରିଲା?
ସମ୍ପୂର୍ଣ୍ଣ ଘଟଣା ଦେଖନ୍ତୁ ଏହି ଭିଡିଓରେ ଓ ଜାଣନ୍ତୁ କାମ କାହାର କେତେ।
#OdishaPolitics #AssemblyNews #DrinkingWaterIssue #OdishaNews #PrimeTimeOdiaNews
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    9 hrs ago
  • ମାଓ_କ୍ୟାମ୍ପରେ_ଟଙ୍କା_ସୁନା ମାଓ ଇତିହାସରେ ପ୍ରଥମ । ମାଓ ଗଡ଼ରୁ ଜବତ ହେଲା ଏକ କେଜି ସୁନା, ୩ କୋଟି ୨୯ ଲକ୍ଷ ଟଙ୍କା । ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ । ଛତିଶଗଡ ଜଗଦଲପୁରଠାରେ ଆତ୍ମସମର୍ପଣ
    1
    ମାଓ_କ୍ୟାମ୍ପରେ_ଟଙ୍କା_ସୁନା  
ମାଓ ଇତିହାସରେ ପ୍ରଥମ । ମାଓ ଗଡ଼ରୁ ଜବତ ହେଲା ଏକ କେଜି ସୁନା, ୩ କୋଟି ୨୯ ଲକ୍ଷ ଟଙ୍କା । ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ । ଛତିଶଗଡ ଜଗଦଲପୁରଠାରେ ଆତ୍ମସମର୍ପଣ
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    54 min ago
  • #କେମିତି_ଅଛି_ବସ୍ତା_ବିଜେଡି_ସ୍ଥିତି ! ଏମିତି କିଛି କହିଲେ ବିଜେଡି ବସ୍ତା ବ୍ଲକ ସଭାପତି ଅନୀଲ କୁମାର ମହାନ୍ତି।
    1
    #କେମିତି_ଅଛି_ବସ୍ତା_ବିଜେଡି_ସ୍ଥିତି ! 
ଏମିତି କିଛି କହିଲେ ବିଜେଡି ବସ୍ତା ବ୍ଲକ ସଭାପତି ଅନୀଲ କୁମାର ମହାନ୍ତି।
    user_Mahima tv Rajesh Kumar Giri
    Mahima tv Rajesh Kumar Giri
    Voice of people ବାସ୍ତା, ବାଲେଶ୍ୱର, ଓଡ଼ିଶା•
    6 hrs ago
  • ବାଲେଶ୍ୱର, ୧୧/୦୩/୨୦୨୬ ବାଲେଶ୍ୱର ଜିଲ୍ଲା ସ୍ଵାସ୍ଥ୍ୟ ସମିତି ଆନୁକୁଲ୍ୟରେ ବିଶ୍ବ ଗ୍ଲୁକୋମା ଦିବସ -୨୦୨୬ ଉପଲକ୍ଷେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରୁ ଏକ ପଦଯାତ୍ରା ଜିଲ୍ଲା ମୁଖ୍ୟ ଚିକିତ୍ସା ଏଵଂ ଜନସ୍ବାସ୍ଥ୍ୟ ଅଧିକାରୀ ଶ୍ରୀଯୁକ୍ତ ପ୍ରଭାତ କୁମାର ବେହେରା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରା ସିନେମା ଛକ ଦେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ  ହୋଇଥିଲା। ଜିଲ୍ଲା ସ୍ଵାସ୍ଥ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସଚେତନତା ସଭା ଆୟୋଜିତ ହୋଇଥିଲା। ଚଳିତ ବର୍ଷର ବିଶ୍ବ ଗ୍ଲୁକୋମା ଦିବସର ବିଷବସ୍ତୁ - ଗ୍ଲୁକୋମା ମୁକ୍ତ ବିଶ୍ଵ ପାଇଁ ଏକାଠି ହେବା । ଉକ୍ତ ସଭା ଜିଲ୍ଲା ମୁଖ୍ୟ ଚିକିତ୍ସା ଏଵଂ ଜନସ୍ବାସ୍ଥ୍ୟ ଅଧିକାରୀ ଶ୍ରୀଯୁକ୍ତ ପ୍ରଭାତ କୁମାର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଆସିଥିବା ଗୋଷ୍ଠୀ ସ୍ଵାସ୍ଥ୍ୟ ଅଧିକାରିଣୀ ଏବଂ ଜିଲ୍ଲା ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ୍ କେନ୍ଦ୍ରର ଅଧ୍ୟୟନ ରତ ଛାତ୍ରୀମାନେ,ମନୋଜ କୁମାର ଦାସ, ତାଳିମ୍ କେନ୍ଦ୍ରର ଟିଉଟର ମାଡ଼ାମ ମାନେ ଉପସ୍ଥିତ ଥିଲେ। ସଭାପତି ଶ୍ରୀଯୁକ୍ତ ବେହେରା ତାଙ୍କ ଅଭିଭାଷଣରେ କଳାମୋତିଆର କାରଣ ଗୁଡିକ ଯଥା ବାର୍ଦ୍ଧକ୍ୟ,ସମୀପ ଦୃଷ୍ଟିଦୋଷ,ଦୀର୍ଘ ମିଆଦି ଷ୍ଟିରଏଡ ଚିକିତ୍ସା, ବଂଶଗତ, ଡାଇବେଟିସ, ଉଚ୍ଚ ରକ୍ତଚାପ ଏବଂ ଆଖିର ମାତ୍ରାଧିକ ଚାପ ଉପରେ ଗଭୀର ଆଲୋକ ପାତ କରିଥିଲେ। ଏହାର କୌଣସି ଲକ୍ଷଣ ପ୍ରକାଶ ନ ଥାଇ ଅନ୍ଧ କରିଦେଇଥାଏ।ଏଣୁ ସମସ୍ତ ୪୦ ବର୍ଷ ଉପରେ ଥିବା ଜନ ସାଧାରଣ ନିୟମିତ ଆଖି ନିକଟସ୍ଥ ଚିକିତ୍ସା କେନ୍ଦ୍ର ମାନଙ୍କରେ ପରୀକ୍ଷା କରାଇବା ଉଚିତ। ମୁଖ୍ୟ ବକ୍ତା ଭାବେ ଡ଼ାକ୍ତର ବିକାଶ ରଞ୍ଜନ ନାୟକ (ଚକ୍ଷୁ ବିଶେଷଜ୍ଞ) ଅଭିଭାଷଣରେ କହିଥିଲେ ଯେ ସମଗ୍ର ବିଶ୍ୱରେ ୭୮ କୋଟି ଲୋକ ଏହି ରୋଗରେ ଆକ୍ରାନ୍ତ ଓ ଏହା ଆରୋଗ୍ୟ ସାଧ୍ୟ ନୁହେଁ, ଏଣୁ ସମସ୍ତେ ନିୟମିତ ବ୍ୟବଧାନରେ ଚକ୍ଷୁ ପରୀକ୍ଷା କରିବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ। ଡ଼ାକ୍ତର ମନୋଜ ସାହୁ  ଭିଟାମିନ (କ) ଯୁକ୍ତ ଖାଦ୍ୟ ଖାଇବା ଉପରେ ମତ ପ୍ରକାଶ କରିଥିଲେ। ସଭାରେ ଡ଼ାକ୍ତର ପ୍ରଦୀପ କର (ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ), ଡ଼ାକ୍ତର ସଞ୍ଜୀବ କୁମାର ପ୍ରଧାନ କଳାମୋତିଆ ଉପରେ ମତ ବ୍ୟକ୍ତ କରିଥିଲେ। ସଭା ଶେଷରେ କଳାମୋତିଆ ବିଷୟରେ ଗୋଷ୍ଠୀ ସ୍ତରରେ ଅଧିକ ସଚେତନତା ସୃଷ୍ଟିପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। କାର୍ଯ୍ୟକ୍ରମକୁ ଡାକ୍ତର ସୁଜିତ୍ କୁମାର ମହାପାତ୍ର (ବରିଷ୍ଠ ଚକ୍ଷୁ ବିଶେଷଜ୍ଞ) ଙ୍କ ପରିଚାଳନାରେ ହୋଇଥିଲା ଓ ଶେଷରେ ପ୍ରଦୀପ କୁମାର ସାହୁ (ସହକାରୀ ଜିଲ୍ଳା ଯୋଗାଯୋଗ ଅଧିକାରୀ) ଧନ୍ୟବାଦ ଅର୍ପଣ କରିଥିଲେ।
    1
    ବାଲେଶ୍ୱର, ୧୧/୦୩/୨୦୨୬
ବାଲେଶ୍ୱର ଜିଲ୍ଲା ସ୍ଵାସ୍ଥ୍ୟ ସମିତି ଆନୁକୁଲ୍ୟରେ ବିଶ୍ବ ଗ୍ଲୁକୋମା ଦିବସ -୨୦୨୬ ଉପଲକ୍ଷେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରୁ ଏକ ପଦଯାତ୍ରା ଜିଲ୍ଲା ମୁଖ୍ୟ ଚିକିତ୍ସା ଏଵଂ ଜନସ୍ବାସ୍ଥ୍ୟ ଅଧିକାରୀ ଶ୍ରୀଯୁକ୍ତ ପ୍ରଭାତ କୁମାର ବେହେରା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରା ସିନେମା ଛକ ଦେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ  ହୋଇଥିଲା। ଜିଲ୍ଲା ସ୍ଵାସ୍ଥ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସଚେତନତା ସଭା ଆୟୋଜିତ ହୋଇଥିଲା। ଚଳିତ ବର୍ଷର ବିଶ୍ବ ଗ୍ଲୁକୋମା ଦିବସର ବିଷବସ୍ତୁ - ଗ୍ଲୁକୋମା ମୁକ୍ତ ବିଶ୍ଵ ପାଇଁ ଏକାଠି ହେବା ।
ଉକ୍ତ ସଭା ଜିଲ୍ଲା ମୁଖ୍ୟ ଚିକିତ୍ସା ଏଵଂ ଜନସ୍ବାସ୍ଥ୍ୟ ଅଧିକାରୀ ଶ୍ରୀଯୁକ୍ତ ପ୍ରଭାତ କୁମାର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଆସିଥିବା ଗୋଷ୍ଠୀ ସ୍ଵାସ୍ଥ୍ୟ ଅଧିକାରିଣୀ ଏବଂ ଜିଲ୍ଲା ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ୍ କେନ୍ଦ୍ରର ଅଧ୍ୟୟନ ରତ ଛାତ୍ରୀମାନେ,ମନୋଜ କୁମାର ଦାସ, ତାଳିମ୍ କେନ୍ଦ୍ରର ଟିଉଟର ମାଡ଼ାମ ମାନେ ଉପସ୍ଥିତ ଥିଲେ।
ସଭାପତି ଶ୍ରୀଯୁକ୍ତ ବେହେରା ତାଙ୍କ ଅଭିଭାଷଣରେ କଳାମୋତିଆର କାରଣ ଗୁଡିକ ଯଥା ବାର୍ଦ୍ଧକ୍ୟ,ସମୀପ ଦୃଷ୍ଟିଦୋଷ,ଦୀର୍ଘ ମିଆଦି ଷ୍ଟିରଏଡ ଚିକିତ୍ସା, ବଂଶଗତ, ଡାଇବେଟିସ, ଉଚ୍ଚ ରକ୍ତଚାପ ଏବଂ ଆଖିର ମାତ୍ରାଧିକ ଚାପ ଉପରେ ଗଭୀର ଆଲୋକ ପାତ କରିଥିଲେ। ଏହାର କୌଣସି ଲକ୍ଷଣ ପ୍ରକାଶ ନ ଥାଇ ଅନ୍ଧ କରିଦେଇଥାଏ।ଏଣୁ ସମସ୍ତ ୪୦ ବର୍ଷ ଉପରେ ଥିବା ଜନ ସାଧାରଣ ନିୟମିତ ଆଖି ନିକଟସ୍ଥ ଚିକିତ୍ସା କେନ୍ଦ୍ର ମାନଙ୍କରେ ପରୀକ୍ଷା କରାଇବା ଉଚିତ। ମୁଖ୍ୟ ବକ୍ତା ଭାବେ ଡ଼ାକ୍ତର ବିକାଶ ରଞ୍ଜନ ନାୟକ (ଚକ୍ଷୁ ବିଶେଷଜ୍ଞ) ଅଭିଭାଷଣରେ କହିଥିଲେ ଯେ ସମଗ୍ର ବିଶ୍ୱରେ ୭୮ କୋଟି ଲୋକ ଏହି ରୋଗରେ ଆକ୍ରାନ୍ତ ଓ ଏହା ଆରୋଗ୍ୟ ସାଧ୍ୟ ନୁହେଁ, ଏଣୁ ସମସ୍ତେ ନିୟମିତ ବ୍ୟବଧାନରେ ଚକ୍ଷୁ ପରୀକ୍ଷା କରିବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ।
ଡ଼ାକ୍ତର ମନୋଜ ସାହୁ  ଭିଟାମିନ (କ) ଯୁକ୍ତ ଖାଦ୍ୟ ଖାଇବା ଉପରେ ମତ ପ୍ରକାଶ କରିଥିଲେ। ସଭାରେ ଡ଼ାକ୍ତର ପ୍ରଦୀପ କର (ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ), ଡ଼ାକ୍ତର ସଞ୍ଜୀବ କୁମାର ପ୍ରଧାନ କଳାମୋତିଆ ଉପରେ ମତ ବ୍ୟକ୍ତ କରିଥିଲେ। ସଭା ଶେଷରେ କଳାମୋତିଆ ବିଷୟରେ ଗୋଷ୍ଠୀ ସ୍ତରରେ ଅଧିକ ସଚେତନତା ସୃଷ୍ଟିପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।
କାର୍ଯ୍ୟକ୍ରମକୁ ଡାକ୍ତର ସୁଜିତ୍ କୁମାର ମହାପାତ୍ର (ବରିଷ୍ଠ ଚକ୍ଷୁ ବିଶେଷଜ୍ଞ) ଙ୍କ ପରିଚାଳନାରେ ହୋଇଥିଲା ଓ ଶେଷରେ ପ୍ରଦୀପ କୁମାର ସାହୁ (ସହକାରୀ ଜିଲ୍ଳା ଯୋଗାଯୋଗ ଅଧିକାରୀ) ଧନ୍ୟବାଦ ଅର୍ପଣ କରିଥିଲେ।
    user_Journalist Harishankar Jena
    Journalist Harishankar Jena
    Media company ବାଲେଶ୍ୱର ସଦର, ବାଲେଶ୍ୱର, ଓଡ଼ିଶା•
    1 hr ago
  • ଜଣେ ସରକାରି ବାବୁ ପୁଣି ବିଡ଼ିଓ ହେଇ ବି କାମ କରିବା ଲୋକ ଙ୍କ ପାଇଁ ସରକାର ସୁବିଧା ପାଇବା ପାଇଁ ସଦା ସର୍ବଦା ତତ୍ପର ବେଗ ଦେଖି ଆଶ୍ଚର୍ଯ୍ୟ ସବୁ
    1
    ଜଣେ ସରକାରି ବାବୁ ପୁଣି ବିଡ଼ିଓ ହେଇ ବି କାମ କରିବା ଲୋକ ଙ୍କ ପାଇଁ ସରକାର ସୁବିଧା ପାଇବା ପାଇଁ ସଦା ସର୍ବଦା ତତ୍ପର ବେଗ ଦେଖି ଆଶ୍ଚର୍ଯ୍ୟ ସବୁ
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    11 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.