logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବୌଦ୍ଧ ଜ଼ିଲ୍ଲା କଣ୍ଟାମାଳ ହାଇସ୍କୁଲରେ ସାଇବର ସୁରକ୍ଷା ସଚେତନତା ଶିବିର *କଣ୍ଟାମାଳ ହାଇସ୍କୁଲରେ ସାଇବର ସୁରକ୍ଷା ସଚେତନତା ଶିବିର* ବୌଦ୍ଧ:ବୌଦ୍ଧ ଜ଼ିଲ୍ଲା କଣ୍ଟାମାଳ ବ୍ଳକ ସଦର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ କଣ୍ଟାମାଳ ଥାନା ପକ୍ଷରୁ ସାଇବର ସୁରକ୍ଷା ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ର ପ୍ରଧାନଶିକ୍ଷକ ମନୋରଞ୍ଜନ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଣ୍ଟାମାଳ ଥାନା ସବ୍ ଇନସ୍ପେକ୍ଟର ପ୍ରକାଶ ଭୋଇ,କଣ୍ଟାମାଳ ଜୁନିଅର୍ ରେଡକ୍ରସ୍ ବ୍ଲକ ସଂଯୋଜକ ବନମାଳୀ ମେହେର,ଶିକ୍ଷୟିତ୍ରୀ ଏମ୍.ମାଧୁରୀ ଦୋରା ମଞ୍ଚାସୀନ ଥିଲେ।ଏହି ଅବସରରେ ସାଇବର ଅପରାଧରୁ ସୁରକ୍ଷା,ଅନ୍‌ଲାଇନ ସଚେତନତା,ସାମାଜିକ ଗଣମାଧ୍ଯମର ଉପାଦେୟତା ଓ ସୁରକ୍ଷା ସଂପର୍କରେ ଅତିଥି ବୃନ୍ଦ ଆଲୋକପାତ କରିଥିଲେ। ପରବର୍ତ୍ତୀ ସମୟରେ ନିଶା ମୁକ୍ତ ସମାଜ ଗଠନ ଦିଗରେ ଯତ୍ନବାନ ହେବାକୁ ସମସ୍ତ ଙ୍କୁ ଅନୁରୋଧ କରିବା ସହ ସମୂହ ଶପଥ ପାଠ କରିଥିଲେ।କଣ୍ଟାମାଳ ଥାନା ସଦସ୍ୟ ଟୁକୁ ମେହେର ଓ ସାଥୀ ସହଯୋଗ କରିଥିଲେ।ବିଦ୍ୟାଳୟର ସମସ୍ତ ଶିକ୍ଷକ,ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ପରିଶେଷରେ ଶିକ୍ଷୟତ୍ରୀ ସୁଭଦ୍ରା ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

16 hrs ago
user_Basudev Sandha
Basudev Sandha
Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
16 hrs ago
cc6c0e34-78ab-4615-acf3-babaeb2294c3

ବୌଦ୍ଧ ଜ଼ିଲ୍ଲା କଣ୍ଟାମାଳ ହାଇସ୍କୁଲରେ ସାଇବର ସୁରକ୍ଷା ସଚେତନତା ଶିବିର *କଣ୍ଟାମାଳ ହାଇସ୍କୁଲରେ ସାଇବର ସୁରକ୍ଷା ସଚେତନତା ଶିବିର* ବୌଦ୍ଧ:ବୌଦ୍ଧ ଜ଼ିଲ୍ଲା କଣ୍ଟାମାଳ ବ୍ଳକ ସଦର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ କଣ୍ଟାମାଳ ଥାନା ପକ୍ଷରୁ ସାଇବର ସୁରକ୍ଷା ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ର ପ୍ରଧାନଶିକ୍ଷକ ମନୋରଞ୍ଜନ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଣ୍ଟାମାଳ ଥାନା ସବ୍ ଇନସ୍ପେକ୍ଟର ପ୍ରକାଶ ଭୋଇ,କଣ୍ଟାମାଳ ଜୁନିଅର୍ ରେଡକ୍ରସ୍ ବ୍ଲକ ସଂଯୋଜକ ବନମାଳୀ ମେହେର,ଶିକ୍ଷୟିତ୍ରୀ ଏମ୍.ମାଧୁରୀ ଦୋରା ମଞ୍ଚାସୀନ ଥିଲେ।ଏହି ଅବସରରେ ସାଇବର ଅପରାଧରୁ ସୁରକ୍ଷା,ଅନ୍‌ଲାଇନ ସଚେତନତା,ସାମାଜିକ ଗଣମାଧ୍ଯମର ଉପାଦେୟତା ଓ ସୁରକ୍ଷା ସଂପର୍କରେ ଅତିଥି ବୃନ୍ଦ ଆଲୋକପାତ କରିଥିଲେ। ପରବର୍ତ୍ତୀ ସମୟରେ ନିଶା ମୁକ୍ତ ସମାଜ ଗଠନ ଦିଗରେ ଯତ୍ନବାନ ହେବାକୁ ସମସ୍ତ ଙ୍କୁ ଅନୁରୋଧ କରିବା ସହ ସମୂହ ଶପଥ ପାଠ କରିଥିଲେ।କଣ୍ଟାମାଳ ଥାନା ସଦସ୍ୟ ଟୁକୁ ମେହେର ଓ ସାଥୀ ସହଯୋଗ କରିଥିଲେ।ବିଦ୍ୟାଳୟର ସମସ୍ତ ଶିକ୍ଷକ,ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ପରିଶେଷରେ ଶିକ୍ଷୟତ୍ରୀ ସୁଭଦ୍ରା ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

More news from Boudh and nearby areas
  • ବୌଦ୍ଧରେ ତୋଫାନପରି ଓ OASIS ସହଯୋଗରେ MISAAL ପ୍ରକଳ୍ପର ଶୁଭାରମ୍ଭ l ଯୁବପିଢ଼ି ମଧ୍ୟରେ ନେତୃତ୍ୱ, ଚରିତ୍ର ଗଠନ ଓ ସାମାଜିକ ଦାୟିତ୍ୱବୋଧ ବିକାଶ ଲକ୍ଷ୍ୟ l ବୌଦ୍ଧ, ତା.୨୫/୦୮: ଯୁବପିଢ଼ି ମଧ୍ୟରେ ନେତୃତ୍ୱ, ଦକ୍ଷତା, ଚରିତ୍ର ଗଠନ, ଆତ୍ମବିଶ୍ୱାସ ଓ ସାମାଜିକ ଦାୟିତ୍ୱବୋଧ ବିକାଶ ଲକ୍ଷ୍ୟରେ ବୌଦ୍ଧ ଜିଲ୍ଲାରେ OASIS MISAAL ପ୍ରକଳ୍ପର ଶୁଭାରମ୍ଭ ହୋଇଯାଇଛି। ଆଜି ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ Tofanpari Foundation ପକ୍ଷରୁ ଏବଂ ଗୁଜରାଟର OASIS Movementର ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଯୋଗ ଦେଇଥିଲେ। ସଭାରେ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ , ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭାସ୍କର ଲେଙ୍କା ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଉପସ୍ଥିତ ଥିଲେ। ଏହି ପ୍ରକଳ୍ପର ମୂଳ ବିଶ୍ୱାସ ହେଉଛି— ପ୍ରତ୍ୟେକ ଯୁବକ ଓ ଯୁବତୀଙ୍କ ମଧ୍ୟରେ ଜଣେ ଜଣେ ସମ୍ଭାବନାମୟ ନେତା ଲୁଚି ରହିଛନ୍ତି; ଆବଶ୍ୟକ ହେଉଛି ସଠିକ୍ ସୁଯୋଗ, ମାର୍ଗଦର୍ଶନ ଓ ଉପଯୁକ୍ତ ପରିବେଶ। ଏହି ଦୃଷ୍ଟିକୋଣକୁ ଆଧାର କରି MISAAL ପ୍ରକଳ୍ପ ମାଧ୍ୟମରେ ଯୁବମାନଙ୍କ ମଧ୍ୟରେ ନେତୃତ୍ୱ ଦକ୍ଷତା, ଯୋଗାଯୋଗ କୌଶଳ, ଦଳଗତ କାର୍ଯ୍ୟ, ନିଷ୍ପତ୍ତି ଗ୍ରହଣ କ୍ଷମତା, ଶୃଙ୍ଖଳା, ଆତ୍ମବିଶ୍ୱାସ ଏବଂ ସମାଜ ପ୍ରତି ଦାୟିତ୍ୱବୋଧ ବିକଶିତ କରାଯିବ।ଏହା ମାଧ୍ୟମରେ ଯୁବମାନେ ଦାୟିତ୍ୱବାନ ନାଗରିକ ଭାବେ ଗଢ଼ିଉଠିବା ସହ ନିଜ ନିଜ ସମୁଦାୟ ପାଇଁ ସକାରାତ୍ମକ ଆଦର୍ଶ ଓ ପରିବର୍ତ୍ତନର ବାହକ ହୋଇପାରିବେ। ସଭାରେ ବିଭିନ୍ନ କଲେଜ ଅଧ୍ୟକ୍ଷ, ଅଧ୍ୟାପକ, ସ୍ୱେଚ୍ଛାସେବୀ ଅନୁଷ୍ଠାନ କର୍ମକର୍ତ୍ତା ଯୋଗ ଦେଇଥିଲେ l
    3
    ବୌଦ୍ଧରେ ତୋଫାନପରି ଓ OASIS ସହଯୋଗରେ  MISAAL ପ୍ରକଳ୍ପର ଶୁଭାରମ୍ଭ l 
ଯୁବପିଢ଼ି ମଧ୍ୟରେ ନେତୃତ୍ୱ, ଚରିତ୍ର ଗଠନ ଓ ସାମାଜିକ ଦାୟିତ୍ୱବୋଧ ବିକାଶ ଲକ୍ଷ୍ୟ l 
ବୌଦ୍ଧ, ତା.୨୫/୦୮: ଯୁବପିଢ଼ି ମଧ୍ୟରେ ନେତୃତ୍ୱ, ଦକ୍ଷତା, ଚରିତ୍ର ଗଠନ, ଆତ୍ମବିଶ୍ୱାସ ଓ ସାମାଜିକ ଦାୟିତ୍ୱବୋଧ ବିକାଶ ଲକ୍ଷ୍ୟରେ ବୌଦ୍ଧ ଜିଲ୍ଲାରେ OASIS MISAAL ପ୍ରକଳ୍ପର ଶୁଭାରମ୍ଭ ହୋଇଯାଇଛି। ଆଜି ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ Tofanpari Foundation ପକ୍ଷରୁ ଏବଂ ଗୁଜରାଟର OASIS Movementର ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ  ଯୋଗ ଦେଇଥିଲେ। ସଭାରେ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ  ଅନିରୁଦ୍ଧ ପଧାନ , ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭାସ୍କର ଲେଙ୍କା ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ବିଦ୍ୟାପତି ପଣ୍ଡା ଉପସ୍ଥିତ ଥିଲେ।
ଏହି ପ୍ରକଳ୍ପର ମୂଳ ବିଶ୍ୱାସ ହେଉଛି— ପ୍ରତ୍ୟେକ ଯୁବକ ଓ ଯୁବତୀଙ୍କ ମଧ୍ୟରେ ଜଣେ ଜଣେ ସମ୍ଭାବନାମୟ ନେତା ଲୁଚି ରହିଛନ୍ତି; ଆବଶ୍ୟକ ହେଉଛି ସଠିକ୍ ସୁଯୋଗ, ମାର୍ଗଦର୍ଶନ ଓ ଉପଯୁକ୍ତ ପରିବେଶ। ଏହି ଦୃଷ୍ଟିକୋଣକୁ ଆଧାର କରି MISAAL ପ୍ରକଳ୍ପ ମାଧ୍ୟମରେ ଯୁବମାନଙ୍କ ମଧ୍ୟରେ ନେତୃତ୍ୱ ଦକ୍ଷତା, ଯୋଗାଯୋଗ କୌଶଳ, ଦଳଗତ କାର୍ଯ୍ୟ, ନିଷ୍ପତ୍ତି ଗ୍ରହଣ କ୍ଷମତା, ଶୃଙ୍ଖଳା, ଆତ୍ମବିଶ୍ୱାସ ଏବଂ ସମାଜ ପ୍ରତି ଦାୟିତ୍ୱବୋଧ ବିକଶିତ କରାଯିବ।ଏହା ମାଧ୍ୟମରେ ଯୁବମାନେ ଦାୟିତ୍ୱବାନ ନାଗରିକ ଭାବେ ଗଢ଼ିଉଠିବା ସହ ନିଜ ନିଜ ସମୁଦାୟ ପାଇଁ ସକାରାତ୍ମକ ଆଦର୍ଶ ଓ ପରିବର୍ତ୍ତନର ବାହକ ହୋଇପାରିବେ। ସଭାରେ ବିଭିନ୍ନ କଲେଜ ଅଧ୍ୟକ୍ଷ, ଅଧ୍ୟାପକ, ସ୍ୱେଚ୍ଛାସେବୀ ଅନୁଷ୍ଠାନ କର୍ମକର୍ତ୍ତା ଯୋଗ ଦେଇଥିଲେ l
    user_Ashwini Kumar Nanda
    Ashwini Kumar Nanda
    Newsstand Kantamal, Boudh•
    14 hrs ago
  • ବୌଦ୍ଧ :ବୌଦ୍ଧ ବ୍ଲକ୍ ଅନ୍ତର୍ଗତ ପଦ୍ମନପୁର ଗ୍ରାମ ପଞ୍ଚାୟତର ଦାମୋଦରପୁର ଗ୍ରାମରେ, ଜଷ୍ଟ ରାଇଟ୍ସ ଫର୍ ଚିଲ୍ଡ୍ରେନ୍ (Just Rights for Children) ପ୍ରକଳ୍ପ ଅଧୀନରେ ବିଶ୍ୱ ଯୁବ କେନ୍ଦ୍ର ପକ୍ଷରୁ ଆଜି ଏକ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ବୌଦ୍ଧ :ବୌଦ୍ଧ ବ୍ଲକ୍ ଅନ୍ତର୍ଗତ ପଦ୍ମନପୁର ଗ୍ରାମ ପଞ୍ଚାୟତର ଦାମୋଦରପୁର ଗ୍ରାମରେ, ଜଷ୍ଟ ରାଇଟ୍ସ ଫର୍ ଚିଲ୍ଡ୍ରେନ୍ (Just Rights for Children) ପ୍ରକଳ୍ପ ଅଧୀନରେ ବିଶ୍ୱ ଯୁବ କେନ୍ଦ୍ର ପକ୍ଷରୁ ଆଜି ଏକ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ର ଶିଶୁ ସୁରକ୍ଷା ସହାୟକ ଦେବାଶିଷ ଖଟୁଆ, ସେହି ଗ୍ରାମ ର ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ, ଆଶା, ଅଙ୍ଗନୱାଡି, ୱାର୍ଡ ସଭ୍ୟ, କିଶୋରୀ ବାଳିକା SHG ମା ଏବଂ ଅନ୍ୟ ଗ୍ରାମବାସୀ ଉପସ୍ଥିତ ଥିଲେ। ଏହି ବୈଠକରେ ବିଶ୍ୱ ଯୁବ କେନ୍ଦ୍ରର ପ୍ରକଳ୍ପ ସହାୟକ ବନିତା ମନ୍ତ୍ରୀ ପରିଚାଳନା କରିଥିଲେ l ବୈଠକରେ ବାଲ୍ୟ ବିବାହକୁ କିପରି ରୋକାଯାଇପାରିବ, ବାଲ୍ୟ ବିବାହର କୁପରିଣାମ ଓ ଆଇନଗତ ଦଣ୍ଡବିଧାନ, ଶିଶୁଙ୍କ ଅଧିକାର, ଶିଶୁ ଚାଲାଣ ନିରୋଧ, ଶିଶୁ ଶ୍ରମିକ ସମସ୍ୟା, ଶିଶୁ ଯୌନ ନିର୍ଯାତନା ଓ ସମ୍ପର୍କିତ ଆଇନ, ବାଲ୍ୟ ବିବାହ ମୁକ୍ତ ଗ୍ରାମ ଗଠନ, ଶିଶୁ ସୁରକ୍ଷା ପାଇଁ ଚାଇଲ୍ଡ ହେଲ୍ପଲାଇନ୍ ସେବା, ଶିଶୁମାନଙ୍କ ସୁରକ୍ଷା ସମ୍ପର୍କିତ ବିଭିନ୍ନ ସରକାରୀ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ସହ ଗ୍ରାମବାସୀଙ୍କୁ ବିଭିନ୍ନ ସରକାରୀ ଯୋଜନାରେ କିପରି ସଂଯୋଗ ଲିଙ୍କେଜ୍ କରାଯିବ, ସେନେଇ ବିସ୍ତୃତ ଆଲୋଚନା କରାଯାଇଥିଲା। ଗ୍ରାମବାସୀ ମାନେ ଶିଶୁ ସୁରକ୍ଷା କ୍ଷେତ୍ରରେ ସମାଜର ସକ୍ରିୟ ସହଭାଗିତାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିବା ସହ ବାଲ୍ୟ ବିବାହ, ଶିଶୁ ଶ୍ରମ, ଶିଶୁ ଚାଲାଣ ଓ ଶିଶୁଙ୍କ ପ୍ରତି ହେଉଥିବା ହିଂସା ରୋକିବା ପାଇଁ ସମସ୍ତଙ୍କୁ ସଚେତନ ହୋଇ ଏକାଠି କାର୍ଯ୍ୟ କରିବାକୁ ଆହ୍ୱାନ ଜଣାଇଥିଲେ।
    2
    ବୌଦ୍ଧ :ବୌଦ୍ଧ ବ୍ଲକ୍ ଅନ୍ତର୍ଗତ ପଦ୍ମନପୁର ଗ୍ରାମ ପଞ୍ଚାୟତର ଦାମୋଦରପୁର ଗ୍ରାମରେ, ଜଷ୍ଟ ରାଇଟ୍ସ ଫର୍ ଚିଲ୍ଡ୍ରେନ୍ (Just Rights for Children) ପ୍ରକଳ୍ପ ଅଧୀନରେ ବିଶ୍ୱ ଯୁବ କେନ୍ଦ୍ର ପକ୍ଷରୁ ଆଜି ଏକ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ
ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ
ବୌଦ୍ଧ :ବୌଦ୍ଧ ବ୍ଲକ୍ ଅନ୍ତର୍ଗତ ପଦ୍ମନପୁର ଗ୍ରାମ ପଞ୍ଚାୟତର ଦାମୋଦରପୁର ଗ୍ରାମରେ, ଜଷ୍ଟ ରାଇଟ୍ସ ଫର୍ ଚିଲ୍ଡ୍ରେନ୍ (Just Rights for Children) ପ୍ରକଳ୍ପ ଅଧୀନରେ ବିଶ୍ୱ ଯୁବ କେନ୍ଦ୍ର ପକ୍ଷରୁ ଆଜି ଏକ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ର ଶିଶୁ ସୁରକ୍ଷା ସହାୟକ ଦେବାଶିଷ ଖଟୁଆ, ସେହି ଗ୍ରାମ ର ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ, ଆଶା, ଅଙ୍ଗନୱାଡି, ୱାର୍ଡ ସଭ୍ୟ, କିଶୋରୀ ବାଳିକା SHG ମା ଏବଂ ଅନ୍ୟ ଗ୍ରାମବାସୀ ଉପସ୍ଥିତ ଥିଲେ। ଏହି ବୈଠକରେ ବିଶ୍ୱ ଯୁବ କେନ୍ଦ୍ରର ପ୍ରକଳ୍ପ ସହାୟକ ବନିତା  ମନ୍ତ୍ରୀ ପରିଚାଳନା କରିଥିଲେ l ବୈଠକରେ ବାଲ୍ୟ ବିବାହକୁ କିପରି ରୋକାଯାଇପାରିବ, ବାଲ୍ୟ ବିବାହର କୁପରିଣାମ ଓ ଆଇନଗତ ଦଣ୍ଡବିଧାନ, ଶିଶୁଙ୍କ ଅଧିକାର, ଶିଶୁ ଚାଲାଣ ନିରୋଧ, ଶିଶୁ ଶ୍ରମିକ ସମସ୍ୟା, ଶିଶୁ ଯୌନ ନିର୍ଯାତନା ଓ ସମ୍ପର୍କିତ ଆଇନ, ବାଲ୍ୟ ବିବାହ ମୁକ୍ତ ଗ୍ରାମ ଗଠନ, ଶିଶୁ ସୁରକ୍ଷା ପାଇଁ ଚାଇଲ୍ଡ ହେଲ୍ପଲାଇନ୍ ସେବା, ଶିଶୁମାନଙ୍କ ସୁରକ୍ଷା ସମ୍ପର୍କିତ ବିଭିନ୍ନ ସରକାରୀ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ସହ ଗ୍ରାମବାସୀଙ୍କୁ ବିଭିନ୍ନ ସରକାରୀ ଯୋଜନାରେ କିପରି ସଂଯୋଗ ଲିଙ୍କେଜ୍ କରାଯିବ, ସେନେଇ ବିସ୍ତୃତ ଆଲୋଚନା କରାଯାଇଥିଲା।
ଗ୍ରାମବାସୀ ମାନେ ଶିଶୁ ସୁରକ୍ଷା କ୍ଷେତ୍ରରେ ସମାଜର ସକ୍ରିୟ ସହଭାଗିତାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିବା ସହ ବାଲ୍ୟ ବିବାହ, ଶିଶୁ ଶ୍ରମ, ଶିଶୁ ଚାଲାଣ ଓ ଶିଶୁଙ୍କ ପ୍ରତି ହେଉଥିବା ହିଂସା ରୋକିବା ପାଇଁ ସମସ୍ତଙ୍କୁ ସଚେତନ ହୋଇ ଏକାଠି କାର୍ଯ୍ୟ କରିବାକୁ ଆହ୍ୱାନ ଜଣାଇଥିଲେ।
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    16 hrs ago
  • ବେହାଲ ହେଲାଣୀ କଣ୍ଟାମାଳ- ତରଭାର ବିଜୁ ସେତୁ ରାସ୍ତା । ଖାଲ ଖମାରେ ଭର୍ତ୍ତୀ ବର୍ଷାଜଳ । ସଂଧ୍ୟାରେ ରାସ୍ତାରେ ଯିବାକୁ ଭୟ କରୁଛନ୍ତି ବାଇକ ଚାଳକ । ଦିନରେ ଗୋଡ଼,ଧୋଇବା, ରାତିରେ ଶୌଚ ହେବା ପାଲଟିଛି କଣ୍ଟାମାଳ-ତରଭାର ବିଜୁ ସେତୁ ରାସ୍ତା । ଭିଡ଼ିଓଟିକୁ ଭଲରେ ଦେଖନ୍ତୁ ।ଏହେଉଛି କଣ୍ଟାମାଳ ତହସିଲ କାର୍ଯ୍ୟାଳୟର ସମ୍ମୁଖ ତରଭା କୁ ସଂଲଗ୍ନ ରାସ୍ତା । ବିଭାଗୀୟ ଅଧିକାରୀ ଚୁପ
    1
    ବେହାଲ ହେଲାଣୀ କଣ୍ଟାମାଳ- ତରଭାର ବିଜୁ ସେତୁ ରାସ୍ତା । ଖାଲ ଖମାରେ ଭର୍ତ୍ତୀ ବର୍ଷାଜଳ । ସଂଧ୍ୟାରେ ରାସ୍ତାରେ ଯିବାକୁ ଭୟ କରୁଛନ୍ତି ବାଇକ ଚାଳକ ।
ଦିନରେ ଗୋଡ଼,ଧୋଇବା, ରାତିରେ ଶୌଚ ହେବା ପାଲଟିଛି କଣ୍ଟାମାଳ-ତରଭାର ବିଜୁ ସେତୁ ରାସ୍ତା । ଭିଡ଼ିଓଟିକୁ ଭଲରେ ଦେଖନ୍ତୁ ।ଏହେଉଛି କଣ୍ଟାମାଳ ତହସିଲ କାର୍ଯ୍ୟାଳୟର ସମ୍ମୁଖ ତରଭା କୁ ସଂଲଗ୍ନ ରାସ୍ତା । ବିଭାଗୀୟ ଅଧିକାରୀ ଚୁପ
    user_Prabhat Sahu
    Prabhat Sahu
    Local News Reporter କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    22 hrs ago
  • ସରକାରୀ ଚାକିରୀ ନାଁ ରେ ଠକେଇ, ଦେଢ଼ କୋଟି ଟଙ୍କା ଠକେଇ ନେଇ ପାଞ୍ଚ ଅଭିଯୁକ୍ତ ଗିରଫ *ସରକାରୀ ଚାକିରି ନାଁରେ ଠକେଇ...* *- ବ୍ରହ୍ମପୁର: ସରକାରୀ ଚାକିରି ନାଁରେ ବଡ଼ ଠକେଇ* *- ୧.୫୦ କୋଟି ଟଙ୍କା ଠକେଇ ଅଭିଯୋଗରେ ୫ ଗିରଫ* *- ଦମ୍ପତିଙ୍କ ସମେତ ୫ ଜଣଙ୍କୁ ଗିରଫ କଲା ବୈଦ୍ୟନାଥପୁର ପୋଲିସ* *- ସରକାରୀ ଚାକିରି ଦେବା ନାଁରେ ବେକାର ଯୁବକ-ଯୁବତୀଙ୍କୁ ଠକେଇ* *- ୯୮ ଲକ୍ଷ ଟଙ୍କା ନଗଦ ହସ୍ତାନ୍ତର ହୋଇଥିବା ଅଭିଯୋଗ* *- ପ୍ରାର୍ଥୀଙ୍କ ଅରିଜିନାଲ୍ ସାର୍ଟିଫିକେଟ୍ ରଖିଥିବା ଅଭିଯୋଗ* *- ନକଲି ନିଯୁକ୍ତିପତ୍ର, ଯୋଗଦାନ ପତ୍ର ଓ ରସିଦ ଜବତ* *- ଗିରଫ ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା ପୋଲିସ*
    1
    ସରକାରୀ ଚାକିରୀ ନାଁ ରେ ଠକେଇ, ଦେଢ଼ କୋଟି ଟଙ୍କା ଠକେଇ ନେଇ ପାଞ୍ଚ ଅଭିଯୁକ୍ତ ଗିରଫ 
*ସରକାରୀ ଚାକିରି ନାଁରେ ଠକେଇ...*
*- ବ୍ରହ୍ମପୁର: ସରକାରୀ ଚାକିରି ନାଁରେ ବଡ଼ ଠକେଇ*
*- ୧.୫୦ କୋଟି ଟଙ୍କା ଠକେଇ ଅଭିଯୋଗରେ ୫ ଗିରଫ*
*- ଦମ୍ପତିଙ୍କ ସମେତ ୫ ଜଣଙ୍କୁ ଗିରଫ କଲା ବୈଦ୍ୟନାଥପୁର ପୋଲିସ*
*- ସରକାରୀ ଚାକିରି ଦେବା ନାଁରେ ବେକାର ଯୁବକ-ଯୁବତୀଙ୍କୁ ଠକେଇ*
*- ୯୮ ଲକ୍ଷ ଟଙ୍କା ନଗଦ ହସ୍ତାନ୍ତର ହୋଇଥିବା ଅଭିଯୋଗ*
*- ପ୍ରାର୍ଥୀଙ୍କ ଅରିଜିନାଲ୍ ସାର୍ଟିଫିକେଟ୍ ରଖିଥିବା ଅଭିଯୋଗ*
*- ନକଲି ନିଯୁକ୍ତିପତ୍ର, ଯୋଗଦାନ ପତ୍ର ଓ ରସିଦ ଜବତ*
*- ଗିରଫ ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା ପୋଲିସ*
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    12 hrs ago
  • ରେଳ ଧାରଣାରୁ ଶବ ଉଦ୍ଧାର ମୃତ ଯୁବକ ସ୍ଥାନୀୟ ଖମ୍ବେଶ୍ୱରୀପାଲି ର ସୁବର୍ଣ୍ଣପୁର ଜିଲ୍ଲା ନରସିଂହଗଡ ରେଳ ଷ୍ଟେସନ ଖେତିପାଳୀ ନିକଟ ରେଳ ଧାରଣାରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି। ଜିଆରପି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିଛି। ଉଦ୍ଧାର ହୋଇଥିବା ଶବର ପାଦ ଛିଣ୍ଡି ରେଳ ଲାଇନ କଡ଼ରେ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବକ ଜଣକ ସ୍ଥାନୀୟ ଖମ୍ବେଶ୍ୱରୀ ଗ୍ରାମର ବୋଲି ଜଣାପଡ଼ିଛି।
    1
    ରେଳ ଧାରଣାରୁ ଶବ ଉଦ୍ଧାର 
ମୃତ ଯୁବକ ସ୍ଥାନୀୟ ଖମ୍ବେଶ୍ୱରୀପାଲି ର  
ସୁବର୍ଣ୍ଣପୁର ଜିଲ୍ଲା ନରସିଂହଗଡ ରେଳ ଷ୍ଟେସନ ଖେତିପାଳୀ ନିକଟ ରେଳ ଧାରଣାରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି। ଜିଆରପି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିଛି। ଉଦ୍ଧାର ହୋଇଥିବା ଶବର ପାଦ ଛିଣ୍ଡି ରେଳ ଲାଇନ କଡ଼ରେ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବକ ଜଣକ ସ୍ଥାନୀୟ ଖମ୍ବେଶ୍ୱରୀ ଗ୍ରାମର ବୋଲି ଜଣାପଡ଼ିଛି।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    13 hrs ago
  • ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ଅଞ୍ଚଳରେ ଲଗାଣ ବର୍ଷା ରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି।
    1
    ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ଅଞ୍ଚଳରେ ଲଗାଣ ବର୍ଷା ରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି।
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    19 hrs ago
  • 🇹🇯🌹💋🥺😄♥️🌹
    1
    🇹🇯🌹💋🥺😄♥️🌹
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    4 hrs ago
  • ବୌଦ୍ଧ ଜିଲ୍ଲା ସଡ଼କ ସୁରକ୍ଷା କମିଟି ସମୀକ୍ଷା ବୈଠକ ଅନୁଷ୍ଠିତ । ବୌଦ୍ଧ ଜିଲ୍ଲାକୁ ଦୁର୍ଘଟଣା ମୃତ୍ୟୁଶୂନ୍ୟ କରିବା ଆମର ପ୍ରାଥମିକତା ହେବ – ଜିଲ୍ଲାପାଳ l ବୌଦ୍ଧ, ତା. ୨୫/୦୮ ବୌଦ୍ଧଜିଲ୍ଲା ସଡ଼କ ସୁରକ୍ଷା କମିଟି ସମୀକ୍ଷା ବୈଠକ ଜିଲ୍ଲାପାଳ ଶ୍ରୀ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲା ହାଇୱେ ସୁରକ୍ଷା ଟ୍ୟାକ୍ସ ଫୋର୍ସ କମିଟି ମିଟିଂ,ମୋଟର ଭେହିକିଲ୍ ଆଇନ୍ ଅନୁଯାୟୀ ଜୋରିମାନା ସଂଗ୍ରହ, ଜିଲ୍ଲାରେ ଘଟୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାର ସମ୍ପର୍କିତ ସମୀକ୍ଷା, ପୂର୍ବତନ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକର କାର୍ଯ୍ୟବିବରଣୀ ଏବଂ ସଡ଼କ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ବିଷୟରେ ଆଲୋଚନା କରାଯାଇଥିଲା । ଆଞ୍ଚଳିକ ପରିବହନ ଅଧିକାରୀ ସୁଶମା ସାହୁ ସମସ୍ତଙ୍କୁ ସ୍ବାଗତ କରି ପାୱାର ପଏଣ୍ଟ ମାଧ୍ୟମରେ ବିଭାଗର କାର୍ଯ୍ୟାବଳୀ ପ୍ରଦର୍ଶନ କରିଥିଲେ । ଜିଲ୍ଲାପାଳ କହିଲେ ଯେ, ବୌଦ୍ଧ ଜିଲ୍ଲାବାସୀଙ୍କ ଧନ ଜୀବନ କିଭଳି ସୁରକ୍ଷିତ ରହିବ ଏହା ଆମର ପ୍ରାଥମିକତା ହେବା ଉଚିତ । ହେଲମେଟ ପରିଧାନ , ମଦ୍ୟପ ଡ୍ରାଇଭର ମାନଙ୍କୁ ନିୟମିତ ଯାଞ୍ଚ କରି ଜରିମାନା ଆଦାୟ କରାଯିବ, ରାସ୍ତାରେ କେହି ବାଲି, ମେଟାଲ ଜମା କରିବେନାହିଁ, ରାସ୍ତା ଉପରେ ଭାରିଯାନ ପାର୍କିଂ ହେବନାହିଁ । ଏଥିପାଇଁ ପରିବହନ, ପୋଲିସ, ଅବକାରୀ ବିଭାଗ ଓ ତହସିଲଦାର ମିଳିତ ପଦକ୍ଷେପ ଗ୍ରହଣ କରିବେ । ସମସ୍ତ ରାସ୍ତା ରୁ ଜବର ଦଖଲ ଉଚ୍ଛେଦ କରିବା ପାଇଁ ଆର୍ ଡି, ପୂର୍ତ୍ତ, ପରିବହନ ବିଭାଗ ଓ ତହସିଲଦାର ମିଳିତ ପଦକ୍ଷେପ ନେବେ l ସମୀକ୍ଷାରୁ ଜଣାଗଲା ଯେ, ଚଳିତ ୨୦୨୬ ମସିହାର ପ୍ରଥମ ସାତ ମାସ ମଧ୍ୟରେ ଜିଲ୍ଲାରେ ମୋଟ ୬୬୯୦ଟି ଚାଲାଣ କଟାଯାଇଥିବା ବେଳେ ୧ କୋଟି ୮୪ ଲକ୍ଷ ୦୪ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି।ଆରଟିଓ ଙ୍କ ପକ୍ଷରୁ ସିଟ୍ ବେଲ୍ଟ ନ ପିନ୍ଧିବା ପାଇଁ ୮୯ଟି, ହେଲମେଟ୍ ନ ପିନ୍ଧିବା ପାଇଁ ୨୫୩୦ଟି, ଅତ୍ୟଧିକ ବେଗରେ ଗାଡ଼ି ଚଳାଇବା ପାଇଁ ୨୫୪୪ଟି ଏବଂ ମଦ୍ୟପାନ କରି ଗାଡ଼ି ଚଳାଇବା ପାଇଁ ୧୬୬ଟି ମାମଲା ରୁଜୁ ହେବା ସହ ୯୨୧ଟି ଡ୍ରାଇଭିଂ ଲାଇସେନ୍ସ ସସ୍ପେଣ୍ଡ କରାଯାଇଥିଲା । ସେହିପରି ପୋଲିସ ପକ୍ଷରୁ ଇ-ଚାଲାଣ ମାଧ୍ୟମରେ ହେଲମେଟ୍ ନ ପିନ୍ଧିବା ପାଇଁ ୧୩୫୫ଟି ଓ ସିଟ୍ ବେଲ୍ଟ ନ ପିନ୍ଧିବା ପାଇଁ ୫୩୫ , ମଦ୍ୟପ ଗାଡ଼ି ଚାଳନା ପାଇଁ ୧୦୮ ଟି ଚାଲାଣ କରାଯାଇଥିବା ସୂଚନା ଦିଆଯାଇଥିଲା । ଏ ବର୍ଷର ପ୍ରଥମ ସାତ ମାସ ମଧ୍ୟରେ ସଡ଼କ ଦୁର୍ଘଟଣାରେ ୪୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୫୦ ଜଣ ଗୁରୁତର ଆହତ ହୋଇଛନ୍ତି l ଏହି ଅବସରରେ ଦୁର୍ଘଟଣାରୁ ଜୀବନ ରକ୍ଷା କରିବା ପାଇଁ ବେଷ୍ଟ୍ ସାମାରିଟାନ ହିସାବରେ ଅଧ୍ୟାପକ ତଥା ସଡ଼କ ସୁରକ୍ଷା ମାଷ୍ଟର ଟ୍ରେନର ଅଶୋକ କୁମାର ପାଣ୍ଡିଆଙ୍କୁ ୨ ହଜାର ଟଙ୍କା ପୁରସ୍କାର ପ୍ରଦାନ କରାଯାଇଥିଲା l ଏହି ସମୀକ୍ଷା ବୈଠକରେ ଡି ଏସ୍‌ପି ଗୌରାଙ୍ଗ ଚରଣ ସାହୁ , ଆର୍ ଆଣ୍ଡ ବି ଯନ୍ତ୍ରି କୁନା ଚରଣ ସିଂ, ଜିଲ୍ଲା ଅବକାରୀ ଅଧିକ୍ଷକ ଶାନ୍ତି ମାରାଣ୍ଡି, ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମହେନ୍ଦ୍ର କୁମାର ସାହୁ, ଏମ୍‌ଭିଆଇ ସଞ୍ଜୟ କୁମାର ବେହେରା, ଟ୍ରାଫିକ ଇନସ୍ପେକ୍ଟର ଦେବାଶିଷ ନାୟକ, ଏସ୍‌ଡିଓ ଏନ୍‌ଏଚ୍‌ ପ୍ରଶାନ୍ତ କୁମାର ସାହୁ, ଟ୍ରକ୍ ମାଲିକ ସଂଘ ସଭାପତି ଶିବ ମିଶ୍ର,ପ୍ରାଇଭେଟ୍ ବସ୍ ଆସୋସିଏସନ୍‌ର ଶେଖ୍ ସାମିଉଲ୍ଲା ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡାଙ୍କ ସମେତ ସମ୍ପୃକ୍ତ ବିଭିନ୍ନ ବିଭାଗର ଅଧିକାରୀ ଏବଂ ସଦସ୍ୟମାନେ ଉପସ୍ଥିତ ଥିଲେ ।
    3
    ବୌଦ୍ଧ ଜିଲ୍ଲା ସଡ଼କ ସୁରକ୍ଷା କମିଟି ସମୀକ୍ଷା ବୈଠକ ଅନୁଷ୍ଠିତ । ବୌଦ୍ଧ ଜିଲ୍ଲାକୁ ଦୁର୍ଘଟଣା ମୃତ୍ୟୁଶୂନ୍ୟ କରିବା ଆମର ପ୍ରାଥମିକତା ହେବ – ଜିଲ୍ଲାପାଳ l
ବୌଦ୍ଧ, ତା. ୨୫/୦୮ ବୌଦ୍ଧଜିଲ୍ଲା ସଡ଼କ ସୁରକ୍ଷା କମିଟି ସମୀକ୍ଷା ବୈଠକ ଜିଲ୍ଲାପାଳ ଶ୍ରୀ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲା ହାଇୱେ ସୁରକ୍ଷା ଟ୍ୟାକ୍ସ ଫୋର୍ସ କମିଟି ମିଟିଂ,ମୋଟର ଭେହିକିଲ୍ ଆଇନ୍ ଅନୁଯାୟୀ ଜୋରିମାନା ସଂଗ୍ରହ, ଜିଲ୍ଲାରେ ଘଟୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାର ସମ୍ପର୍କିତ ସମୀକ୍ଷା, ପୂର୍ବତନ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକର କାର୍ଯ୍ୟବିବରଣୀ ଏବଂ ସଡ଼କ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ବିଷୟରେ ଆଲୋଚନା କରାଯାଇଥିଲା ।  ଆଞ୍ଚଳିକ ପରିବହନ ଅଧିକାରୀ ସୁଶମା ସାହୁ ସମସ୍ତଙ୍କୁ ସ୍ବାଗତ କରି ପାୱାର ପଏଣ୍ଟ ମାଧ୍ୟମରେ ବିଭାଗର କାର୍ଯ୍ୟାବଳୀ ପ୍ରଦର୍ଶନ କରିଥିଲେ । ଜିଲ୍ଲାପାଳ କହିଲେ ଯେ, ବୌଦ୍ଧ ଜିଲ୍ଲାବାସୀଙ୍କ ଧନ ଜୀବନ କିଭଳି ସୁରକ୍ଷିତ ରହିବ ଏହା ଆମର ପ୍ରାଥମିକତା ହେବା ଉଚିତ । ହେଲମେଟ ପରିଧାନ , ମଦ୍ୟପ ଡ୍ରାଇଭର ମାନଙ୍କୁ ନିୟମିତ ଯାଞ୍ଚ କରି ଜରିମାନା ଆଦାୟ କରାଯିବ, ରାସ୍ତାରେ କେହି ବାଲି, ମେଟାଲ ଜମା କରିବେନାହିଁ, ରାସ୍ତା ଉପରେ ଭାରିଯାନ ପାର୍କିଂ ହେବନାହିଁ । ଏଥିପାଇଁ ପରିବହନ, ପୋଲିସ, ଅବକାରୀ ବିଭାଗ ଓ ତହସିଲଦାର ମିଳିତ ପଦକ୍ଷେପ ଗ୍ରହଣ  କରିବେ । ସମସ୍ତ ରାସ୍ତା ରୁ ଜବର ଦଖଲ ଉଚ୍ଛେଦ କରିବା ପାଇଁ ଆର୍ ଡି, ପୂର୍ତ୍ତ, ପରିବହନ ବିଭାଗ ଓ ତହସିଲଦାର ମିଳିତ ପଦକ୍ଷେପ ନେବେ l 
ସମୀକ୍ଷାରୁ ଜଣାଗଲା ଯେ,  ଚଳିତ ୨୦୨୬ ମସିହାର ପ୍ରଥମ ସାତ ମାସ ମଧ୍ୟରେ ଜିଲ୍ଲାରେ ମୋଟ ୬୬୯୦ଟି ଚାଲାଣ କଟାଯାଇଥିବା ବେଳେ ୧ କୋଟି ୮୪ ଲକ୍ଷ ୦୪ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି।ଆରଟିଓ ଙ୍କ ପକ୍ଷରୁ  ସିଟ୍ ବେଲ୍ଟ ନ ପିନ୍ଧିବା ପାଇଁ ୮୯ଟି, ହେଲମେଟ୍ ନ ପିନ୍ଧିବା ପାଇଁ ୨୫୩୦ଟି, ଅତ୍ୟଧିକ ବେଗରେ ଗାଡ଼ି ଚଳାଇବା ପାଇଁ ୨୫୪୪ଟି ଏବଂ ମଦ୍ୟପାନ କରି ଗାଡ଼ି ଚଳାଇବା ପାଇଁ ୧୬୬ଟି ମାମଲା ରୁଜୁ ହେବା ସହ  ୯୨୧ଟି ଡ୍ରାଇଭିଂ ଲାଇସେନ୍ସ ସସ୍ପେଣ୍ଡ କରାଯାଇଥିଲା । ସେହିପରି  ପୋଲିସ ପକ୍ଷରୁ ଇ-ଚାଲାଣ ମାଧ୍ୟମରେ ହେଲମେଟ୍ ନ ପିନ୍ଧିବା ପାଇଁ ୧୩୫୫ଟି ଓ ସିଟ୍ ବେଲ୍ଟ ନ ପିନ୍ଧିବା ପାଇଁ ୫୩୫ , ମଦ୍ୟପ ଗାଡ଼ି ଚାଳନା ପାଇଁ ୧୦୮ ଟି ଚାଲାଣ କରାଯାଇଥିବା ସୂଚନା ଦିଆଯାଇଥିଲା । ଏ ବର୍ଷର ପ୍ରଥମ ସାତ ମାସ ମଧ୍ୟରେ ସଡ଼କ ଦୁର୍ଘଟଣାରେ ୪୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୫୦ ଜଣ ଗୁରୁତର ଆହତ ହୋଇଛନ୍ତି l ଏହି ଅବସରରେ ଦୁର୍ଘଟଣାରୁ ଜୀବନ ରକ୍ଷା କରିବା ପାଇଁ ବେଷ୍ଟ୍ ସାମାରିଟାନ ହିସାବରେ ଅଧ୍ୟାପକ ତଥା ସଡ଼କ ସୁରକ୍ଷା ମାଷ୍ଟର ଟ୍ରେନର ଅଶୋକ କୁମାର ପାଣ୍ଡିଆଙ୍କୁ ୨ ହଜାର ଟଙ୍କା ପୁରସ୍କାର ପ୍ରଦାନ କରାଯାଇଥିଲା l 
ଏହି ସମୀକ୍ଷା ବୈଠକରେ  ଡି ଏସ୍‌ପି  ଗୌରାଙ୍ଗ ଚରଣ ସାହୁ , ଆର୍ ଆଣ୍ଡ ବି  ଯନ୍ତ୍ରି  କୁନା ଚରଣ ସିଂ, ଜିଲ୍ଲା ଅବକାରୀ ଅଧିକ୍ଷକ ଶାନ୍ତି ମାରାଣ୍ଡି, ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମହେନ୍ଦ୍ର କୁମାର ସାହୁ, ଏମ୍‌ଭିଆଇ ସଞ୍ଜୟ କୁମାର ବେହେରା, ଟ୍ରାଫିକ ଇନସ୍ପେକ୍ଟର ଦେବାଶିଷ ନାୟକ, ଏସ୍‌ଡିଓ ଏନ୍‌ଏଚ୍‌ ପ୍ରଶାନ୍ତ କୁମାର ସାହୁ, ଟ୍ରକ୍ ମାଲିକ ସଂଘ ସଭାପତି ଶିବ ମିଶ୍ର,ପ୍ରାଇଭେଟ୍ ବସ୍ ଆସୋସିଏସନ୍‌ର ଶେଖ୍ ସାମିଉଲ୍ଲା  ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ବିଦ୍ୟାପତି ପଣ୍ଡାଙ୍କ ସମେତ ସମ୍ପୃକ୍ତ ବିଭିନ୍ନ ବିଭାଗର ଅଧିକାରୀ ଏବଂ ସଦସ୍ୟମାନେ ଉପସ୍ଥିତ ଥିଲେ ।
    user_Ashwini Kumar Nanda
    Ashwini Kumar Nanda
    Newsstand Kantamal, Boudh•
    14 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.