logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଭୂଷଣ୍ଡେଶ୍ଵର ଜାଗରରେ ଜଳିବ ଲକ୍ଷେ ଦୀପ ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଭୂଷଣ୍ଡେଶ୍ୱର ମହାଦେବଙ୍କ ଠାରେ ଆସନ୍ତା ମହାଶିବରାତ୍ରି ଉପଲକ୍ଷେ ଲକ୍ଷେ ଦୀପ ପ୍ରଜ୍ଜଳନ ନେଇ ରାଜ୍ୟ ବାସୀଙ୍କୁ ସହଯୋଗ କାମନା କଲେ କଂଗ୍ରେସ ନେତା ସନ୍ତୋଷ ଜେନା

8 hrs ago
user_ଭୋଗରାଇ ଖବର
ଭୋଗରାଇ ଖବର
ଭୋଗରାଇ, ବାଲେଶ୍ୱର, ଓଡ଼ିଶା•
8 hrs ago

ଭୂଷଣ୍ଡେଶ୍ଵର ଜାଗରରେ ଜଳିବ ଲକ୍ଷେ ଦୀପ ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଭୂଷଣ୍ଡେଶ୍ୱର ମହାଦେବଙ୍କ ଠାରେ ଆସନ୍ତା ମହାଶିବରାତ୍ରି ଉପଲକ୍ଷେ ଲକ୍ଷେ ଦୀପ ପ୍ରଜ୍ଜଳନ ନେଇ ରାଜ୍ୟ ବାସୀଙ୍କୁ ସହଯୋଗ କାମନା କଲେ କଂଗ୍ରେସ ନେତା ସନ୍ତୋଷ ଜେନା

More news from ଓଡ଼ିଶା and nearby areas
  • ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଭୂଷଣ୍ଡେଶ୍ୱର ମହାଦେବଙ୍କ ଠାରେ ଆସନ୍ତା ମହାଶିବରାତ୍ରି ଉପଲକ୍ଷେ ଲକ୍ଷେ ଦୀପ ପ୍ରଜ୍ଜଳନ ନେଇ ରାଜ୍ୟ ବାସୀଙ୍କୁ ସହଯୋଗ କାମନା କଲେ କଂଗ୍ରେସ ନେତା ସନ୍ତୋଷ ଜେନା
    1
    ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଭୂଷଣ୍ଡେଶ୍ୱର ମହାଦେବଙ୍କ ଠାରେ ଆସନ୍ତା ମହାଶିବରାତ୍ରି ଉପଲକ୍ଷେ ଲକ୍ଷେ ଦୀପ ପ୍ରଜ୍ଜଳନ ନେଇ ରାଜ୍ୟ ବାସୀଙ୍କୁ ସହଯୋଗ କାମନା କଲେ କଂଗ୍ରେସ ନେତା ସନ୍ତୋଷ ଜେନା
    user_ଭୋଗରାଇ ଖବର
    ଭୋଗରାଇ ଖବର
    ଭୋଗରାଇ, ବାଲେଶ୍ୱର, ଓଡ଼ିଶା•
    8 hrs ago
  • ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟ, ଜାମଶୂଳୀ ର ସୁବର୍ଣ୍ଣ ଜୟନ୍ତୀ ୪ ଦିନ ଧରି ଚାଲୁ ରହିଥିବା ବେଳେ ଆଜି ହେଉଛି ଅନ୍ତିମ ଦିବସ। ଆଜି ଏହି ଦିବସ ଉପଲକ୍ଷେ ସମସ୍ତଙ୍କୁ ହସାଇ ମନୋରଞ୍ଜନ କରୁଥିବା ଓଡ଼ିଶାର ହାସ୍ୟ ଅଭିନେତା ପ୍ରଜ୍ଞା (ପ୍ରଜ୍ଞାନ ରଞ୍ଜନ ଖଟୁଆ) ଙ୍କ ଇସାରାରେ ଝଲସିଲେ ଦର୍ଶକ।
    1
    ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟ, ଜାମଶୂଳୀ ର ସୁବର୍ଣ୍ଣ ଜୟନ୍ତୀ ୪ ଦିନ ଧରି ଚାଲୁ ରହିଥିବା ବେଳେ ଆଜି ହେଉଛି ଅନ୍ତିମ ଦିବସ। ଆଜି ଏହି ଦିବସ ଉପଲକ୍ଷେ ସମସ୍ତଙ୍କୁ ହସାଇ ମନୋରଞ୍ଜନ କରୁଥିବା ଓଡ଼ିଶାର ହାସ୍ୟ ଅଭିନେତା ପ୍ରଜ୍ଞା (ପ୍ରଜ୍ଞାନ ରଞ୍ଜନ ଖଟୁଆ) ଙ୍କ ଇସାରାରେ ଝଲସିଲେ ଦର୍ଶକ।
    user_Sk Ajaruddin
    Sk Ajaruddin
    Local News Reporter ବାସ୍ତା, ବାଲେଶ୍ୱର, ଓଡ଼ିଶା•
    17 hrs ago
  • ବାଲେଶ୍ୱର, ତା. ୧୧/୦୨/୨୦୨୬: ହିମାଂଶୁ ଦାସ୍ ସ୍ମୃତି ଅଲ୍‌ ଇଣ୍ଡିଆ ଫୁଟବଲ ଟୁର୍ଣ୍ଣାମେଣ୍ଟ–୨୦୨୬ ଆଜିଠୁ ବାଲେଶ୍ୱର ସ୍ଥିତ ପରମିଟ ପଡ଼ିଆରେ ଆରମ୍ଭ ହୋଇଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ଦେଶର ବିଭିନ୍ନ ରାଜ୍ୟରୁ ଆସିଥିବା ପ୍ରତିଷ୍ଠିତ ଫୁଟବଲ ଦଳମାନଙ୍କ ମଧ୍ୟରେ ରୋମାଞ୍ଚକର ମୁକାବିଲା ଦେଖିବାକୁ ମିଳିଥିଲା। ଦୁପୁର ୨.୩୦ଟାରୁ ଆରମ୍ଭ ହୋଇଥିବା ମ୍ୟାଚ୍‌କୁ ଦେଖିବା ପାଇଁ ବହୁ ସଂଖ୍ୟକ କ୍ରୀଡ଼ାପ୍ରେମୀ ମାନେ ପରମିଟ ପଡ଼ିଆରେ ଭିଡ଼ ଜମାଇଥିଲେ। ଖେଳ ଆରମ୍ଭ ହେବା ସହିତ ଦର୍ଶକମାନଙ୍କ ଉତ୍ସାହ ଚୂଡ଼ାନ୍ତରେ ପହଞ୍ଚିଥିଲା ଏବଂ ଖେଳାଳିମାନେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ କରିଥିଲେ।
    1
    ବାଲେଶ୍ୱର, ତା. ୧୧/୦୨/୨୦୨୬:
ହିମାଂଶୁ ଦାସ୍ ସ୍ମୃତି ଅଲ୍‌ ଇଣ୍ଡିଆ ଫୁଟବଲ ଟୁର୍ଣ୍ଣାମେଣ୍ଟ–୨୦୨୬ ଆଜିଠୁ ବାଲେଶ୍ୱର ସ୍ଥିତ ପରମିଟ ପଡ଼ିଆରେ ଆରମ୍ଭ ହୋଇଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ଦେଶର ବିଭିନ୍ନ ରାଜ୍ୟରୁ ଆସିଥିବା ପ୍ରତିଷ୍ଠିତ ଫୁଟବଲ ଦଳମାନଙ୍କ ମଧ୍ୟରେ ରୋମାଞ୍ଚକର ମୁକାବିଲା ଦେଖିବାକୁ ମିଳିଥିଲା।
ଦୁପୁର ୨.୩୦ଟାରୁ ଆରମ୍ଭ ହୋଇଥିବା ମ୍ୟାଚ୍‌କୁ ଦେଖିବା ପାଇଁ ବହୁ ସଂଖ୍ୟକ କ୍ରୀଡ଼ାପ୍ରେମୀ ମାନେ ପରମିଟ ପଡ଼ିଆରେ ଭିଡ଼ ଜମାଇଥିଲେ। ଖେଳ ଆରମ୍ଭ ହେବା ସହିତ ଦର୍ଶକମାନଙ୍କ ଉତ୍ସାହ ଚୂଡ଼ାନ୍ତରେ ପହଞ୍ଚିଥିଲା ଏବଂ ଖେଳାଳିମାନେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ କରିଥିଲେ।
    user_Journalist Harishankar Jena
    Journalist Harishankar Jena
    Media company ବାଲେଶ୍ୱର ସଦର, ବାଲେଶ୍ୱର, ଓଡ଼ିଶା•
    1 hr ago
  • VB G RAM G ଯୋଜନାକୁ ନେଇ ବାଲେଶ୍ବର ଠାରେ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଲେ ଅଧିକାରୀ।
    1
    VB G RAM G ଯୋଜନାକୁ ନେଇ ବାଲେଶ୍ବର ଠାରେ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଲେ ଅଧିକାରୀ।
    user_Odisha News Express
    Odisha News Express
    ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    8 hrs ago
  • କାଲି ଭାରତ ବନ୍ଦ ଡାକରା ସମର୍ଥନ ଦେଲା କଂଗ୍ରେସ ପ୍ରବାଭ ରେ ସବୁ ସରକାରୀ ଅଫିସ ରହିବ ବନ୍ଦ ସହିତ ବ୍ୟାଙ୍କ୍ ସ୍କୁଲ
    1
    କାଲି ଭାରତ ବନ୍ଦ ଡାକରା ସମର୍ଥନ ଦେଲା କଂଗ୍ରେସ  ପ୍ରବାଭ ରେ ସବୁ ସରକାରୀ ଅଫିସ ରହିବ ବନ୍ଦ ସହିତ ବ୍ୟାଙ୍କ୍ ସ୍କୁଲ
    user_Prime time press
    Prime time press
    ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    50 min ago
  • Post by Khabar
    1
    Post by Khabar
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    1 hr ago
  • ୨୦୨୭ ଜନଗଣନା ପାଇଁ ଜିଲ୍ଲା ସ୍ତରୀୟ ଜନଗଣନା ଅଧିକାରୀଙ୍କ ସମୀକ୍ଷା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଅତିରିକ୍ତ ଜିଲ୍ଲାପାଳ ଦୁଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ଅନଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ ମାନେ ସାମିଲ ହୋଇଥିଲେ। ପ୍ରକାଶ ଥାଉ କି ଆସନ୍ତା ଏପ୍ରିଲ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ଗୃହତାଲିକା ଓ ଗୃହ ଗଣନା କାର୍ଯ୍ୟ ଆରମ୍ଭ ହେବା ନେଇ ଏହି ବୈଠକରେ ସୂଚନା ପ୍ରଦାନ କରା ଯାଇଛି।
    1
    ୨୦୨୭ ଜନଗଣନା ପାଇଁ ଜିଲ୍ଲା ସ୍ତରୀୟ ଜନଗଣନା ଅଧିକାରୀଙ୍କ ସମୀକ୍ଷା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଅତିରିକ୍ତ ଜିଲ୍ଲାପାଳ ଦୁଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ଅନଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ ମାନେ ସାମିଲ ହୋଇଥିଲେ। ପ୍ରକାଶ ଥାଉ କି ଆସନ୍ତା ଏପ୍ରିଲ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ଗୃହତାଲିକା ଓ ଗୃହ ଗଣନା କାର୍ଯ୍ୟ ଆରମ୍ଭ ହେବା ନେଇ ଏହି ବୈଠକରେ ସୂଚନା ପ୍ରଦାନ କରା ଯାଇଛି।
    user_DLH KHABAR
    DLH KHABAR
    Voice of people ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    6 hrs ago
  • ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଭୂଷଣ୍ଡେଶ୍ୱର ମହାଦେବଙ୍କ ଠାରେ ଆସନ୍ତା ମହାଶିବରାତ୍ରି ଉପଲକ୍ଷେ ଲକ୍ଷେ ଦୀପ ପ୍ରଜ୍ଜଳନ ନେଇ ରାଜ୍ୟ ବାସୀଙ୍କୁ ସହଯୋଗ କାମନା କଲେ ବିଜେପି ନେତା ଅଂଶୁମାନ ମହାନ୍ତି
    1
    ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଭୂଷଣ୍ଡେଶ୍ୱର ମହାଦେବଙ୍କ ଠାରେ ଆସନ୍ତା ମହାଶିବରାତ୍ରି ଉପଲକ୍ଷେ ଲକ୍ଷେ ଦୀପ ପ୍ରଜ୍ଜଳନ ନେଇ ରାଜ୍ୟ ବାସୀଙ୍କୁ ସହଯୋଗ କାମନା କଲେ ବିଜେପି ନେତା ଅଂଶୁମାନ ମହାନ୍ତି
    user_ଭୋଗରାଇ ଖବର
    ଭୋଗରାଇ ଖବର
    ଭୋଗରାଇ, ବାଲେଶ୍ୱର, ଓଡ଼ିଶା•
    8 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.