Shuru
Apke Nagar Ki App…
ye to gaya kam se
Anuj Shrma
ye to gaya kam se
More news from ଓଡ଼ିଶା and nearby areas
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଶୁକ୍ରବାର ଉଦ୍ଘାଟିତ ହୋଇ ଯାଇଛି। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ୟାମ ସୁନ୍ଦର ସେଠୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବ ରେ ସ୍କୁଲ ପରିଚାଳନା କମିଟିର ସଭାପତି ଅଶୋକ କୁମାର ସାହୁ, ପୂର୍ବତନ ସରପଞ୍ଚ ଡମ୍ବରୁ ଧର ସାହୁ,ପୂର୍ବତନ ସମିତିସଭ୍ୟ ପୀତାମ୍ବର ସାହୁ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ।1
- ସୁବର୍ଣ୍ଣପୁର: ବାନ୍ଧ କଳା ଓ ବୁଣାକାର ତାଲିମ ଶିବିର ଓ ସଚେତନତା କାର୍ଯ୍ୟକ୍ରମ ଜିଲ୍ଲା ସଦର ମହକୁମା ସ୍ଥିତ କମନ୍ ସର୍ଭିସ୍ ସେଣ୍ଟର୍ (ORMAS) ଠାରେ ଅନୁଷ୍ଠିତ ହୋଇଥିଲା। ସେଣ୍ଟ୍ରାଲ ସିଲ୍କ ବୋର୍ଡ ଓ ଏନଜିଓ ଭାବ ର ମିଳିତ ସହଯୋଗରେ ଏହା ଆୟୋଜିତ ହୋଇଥିଲା ଏହି କର୍ମଶାଳାରେ ଏସଟିଏସସି କଟକର ବୈଜ୍ଞାନିକ - ବି ଅମୃତ ନାୟକ, ଓର୍ମାସ ସିଇଓ ସୁଶାନ୍ତ ନାୟକ,ଭାବ ନିର୍ଦେଶକ ସୌରଭ କର ପ୍ରମୁଖ ଉପସ୍ଥିତ ଥିଲେ।1
- Post by OTV SONEPUR1
- ମନମୁଣ୍ଡା ବାସୁଦେବପାଲିରେ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତ୍ତିଲେ 30 ଯାତ୍ରୀ1
- ବୌଦ୍ଧ: ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକର ସରସରା ଗ୍ରାମରେ ଥିବା ପୋଷ୍ଟ ଅଫିସରେ ଜମାକାରୀଙ୍କ ଜମା ଖାତା ରୁ ଲକ୍ଷ ଲକ୍ଷ ଟଙ୍କା ଗାଏବ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ପରେ ପୋଷ୍ଟାଲ ଇନ୍ସପେକ୍ଟର କୃଷ୍ଣ ଚନ୍ଦ୍ର ଶତପଥୀ ଘଟଣା ସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛନ୍ତି। ଏହି ଘଟଣାରେ ସବ୍ ପୋଷ୍ଟ ମାଷ୍ଟର ନିରଞ୍ଜନ ବେହେରାଙ୍କୁ ନିଲମ୍ବନ କରାଯାଇଥିବା ପୋଷ୍ଟାଲ ଇନ୍ସପେକ୍ଟର ଶ୍ରୀ ଶତପଥୀ ପ୍ରକାଶ କରିଛନ୍ତି ।1
- Post by Sandeep Barla1
- "ମହିମା" ଲୋକ ମହୋତ୍ସବ ତୃତୀୟ ସନ୍ଧ୍ୟା- ବିମୋହିତ କଲା ଓଡ଼ିଶୀ ନୃତ୍ୟ ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା"- ୨୦୨୬ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାର ସାଂସ୍କୃତିକ କାର୍ଯ୍ୟକ୍ରମର ତୃତୀୟ ସଂନ୍ଧ୍ୟାରେ ପଏଁରୀ ସୋନପୁର ଓ ରୁପଶ୍ରୀ କଲାପରିଷ ତରଭାର କଳାକାରଙ୍କ ଦ୍ଵାରା ଡାଲଖାଇ ସମ୍ବଲପୁରୀ ନାଚ ଗୀତର ସୁରେ ସୁରେ ଝୁମିଲେ ଦର୍ଶକ। ଜିଲ୍ଲାପାଳ ଡ଼ ନୃପରାଜ୍ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସାଂସ୍କୃତିକ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ସମ୍ବଲପୁର ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ବିଧୁଭୂଷଣ ଦାସ ଯୋଗଦେଇ ସୁନା ମାଟିର କଳା ଓ ସଂସ୍କୃତିର ଭୂୟସୀ ପ୍ରଶଂସା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ଼ ରଘୁନାଥ ମେହେର, ସମ୍ବଲପୁର ବିଶ୍ବବିଦ୍ୟାୟର ଓଡ଼ିଆ ବିଭାଗ ପ୍ରଫେସର ଡ଼ ଗୋପୀନାଥ ବାଗ, ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସଭାକୁ ସିନେ ଅଭିନେତା ପ୍ରଦ୍ୟୁମ୍ନ ସାହୁ ପରିଚାଳନା କରିଥିଲେ। ବୀରମହାରାଜପୁର ଉପ ଜିଲ୍ଲାପାଳ ସୁରେନ୍ଦ୍ର ମେହେର ଧନ୍ୟବାଦ୍ ଅର୍ପଣ କରିଥିଲେ। ବିଳମ୍ବିତ ରାତି ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁଡିକୁ ଦର୍ଶକ ଉପଭୋଗ କରିଥିଲେ।1
- कैमरे में कैद एक अनोखे वाकये ने सोशल मीडिया पर हलचल मचा दी है। एक व्यक्ति सैलून में पहुंचा, नाई से हेयरकट कराने के बजाय खुद ही औज़ार उठाए और अपने बाल काट लिए। आसपास मौजूद लोग हैरान रह गए। हेयरकट पूरा करने के बाद उसने सैलून स्टाफ को औज़ार इस्तेमाल करने का पैसा चुकाया और बिना किसी बहस के चला गया। यह वीडियो लोगों को खूब हंसा रहा है। #ViralVideo #FunnyMoment #SalonLife #HairStyle #BarberShop #Unexpected #InternetReacts1
- ପ୍ରବଳ ଶୀତରେ ଥରୁଛନ୍ତି କଣିହାଁ ଓ ଆଖପାଖ ଅଞ୍ଚଳବାସୀ1