logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ ଭୁବନେଶ୍ୱର : ଆଜି ନିର୍ମାଣ ବିଭାଗ, ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଜାତୀୟ ରାଜପଥ-୩୧୬ ଉପରେ ନିର୍ମାଣାଧୀନ ମାଟିଆପଡା ROB ନିର୍ମାଣ କାର୍ଯ୍ୟର ତଦାରଖ କରିଛନ୍ତି । ଏହି ନିରୀକ୍ଷଣ ସମୟରେ ଜାତୀୟ ରାଜପଥର ମୁଖ୍ୟ ଯନ୍ତ୍ରୀ ଶ୍ରୀ ନାରାୟଣ ପଟେଲ ଅଧିକ୍ଷଣ ଯନ୍ତ୍ରୀ ଶ୍ରୀ ସୌମ୍ୟ ରଞ୍ଜନ ଦ୍ବିବେଦୀ, ରେଲବାଇର ଅଧିକ୍ଷଣ ଯନ୍ତ୍ରୀ ପପୁନ କୁମାର ପ୍ରଧାନ ଏବଂ ଠିକା ସଂସ୍ଥାର ପ୍ରତିନିଧି ମାନେ ଉପସ୍ଥିତ ଥିଲେ I ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ପ୍ରକଳ୍ପର ବର୍ତ୍ତମାନ ସ୍ଥିତି ସମୀକ୍ଷା କରିବା ସହ ବାକି ଅଂଶ ଶୀଘ୍ର ସମାପ୍ତି ଆଲୋଚନା କରିଥିଲେ । ରଥଯାତ୍ରା-୨୦୨୬ ପୂର୍ବରୁ ରେଳ ଲେଭେଲ୍ କ୍ରସିଂ ଉପରେ ଥିବା ବୋ ଷ୍ଟ୍ରିଙ୍ଗ ଗର୍ଡର ସହିତ ସମସ୍ତ ଅବଶିଷ୍ଟ ସ୍ପାନ୍‌ର ଗର୍ଡର ଓ ଡେକ୍ ସ୍ଲାବ କାଷ୍ଟିଂ କାମକୁ ତ୍ୱରିତ ଗତିରେ ସମାପ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ଶ୍ରୀ ସିଂହ ଅଧିକାରୀମାନଙ୍କୁ ରେନଫୋର୍ସ ଆର୍ଥ (RE) ୱାଲ୍ ଏବଂ ସର୍ଭିସ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଯାତାୟାତ ଚଳାଚଳା ସୁବିଧାଜନକ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଆସନ୍ତା ରଥଯାତ୍ରା ସମୟରେ ଭକ୍ତ ଓ ସାଧାରଣ ଜନତାଙ୍କ ଯାତାୟାତ ଚାପ ବୃଦ୍ଧି ପାଇବାକୁ ଧ୍ୟାନରେ ରଖି ପ୍ରକଳ୍ପଟିକୁ ଧାର୍ଯ୍ୟ ସମୟ ମଧ୍ୟରେ ସମାପ୍ତ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

14 hrs ago
user_NEWS  MANORANJAN
NEWS MANORANJAN
ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
14 hrs ago
df5729d1-a889-467e-8a15-23f6e9dae0db

More news from ଓଡ଼ିଶା and nearby areas
  • Post by Darbar Tv
    1
    Post by Darbar Tv
    user_Darbar Tv
    Darbar Tv
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    7 min ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    20 hrs ago
  • Post by Thabira Majhi
    1
    Post by Thabira Majhi
    user_Thabira Majhi
    Thabira Majhi
    Bhubaneswar (M.Corp.), Khordha•
    23 hrs ago
  • କଟକ ଶିଖରପୁର ନଦୀକୂଳସାହିରେ ଅଜଣା ଯୁବକଙ୍କ ଉନ୍ମୁକ୍ତକାଣ୍ଡ। ଜଣଙ୍କ ଘର ଭିତରେ ପଶି ଭିତରୁ କବାଟ ଦେଲେ ଯୁବକ। କଟକ ଚାଉଳିଆଗଞ୍ଜ ଥାନା ଅଧିନସ୍ଥ ଶିଖରପୁର ନଦୀକୂଳସାହି ମଙ୍ଗଳାଗଡାରେ ଜଣଙ୍କ ଘର ଭିତରେ ଅଜଣା ଯୁବକ ପଶି ଭିତର ପଟୁ କବାଟ ଦେଇ ରହିଛି।ଲୋକମାନେ ଖୋଲିବା ପାଇଁ ପ୍ରୟାସ କରୁଥିବା ସମୟରେ ଘଟନସ୍ଥଳରେ ଚାଉଳିଆଗଞ୍ଜ ପୋଲିସ ପହଞ୍ଚି ବନ୍ଦଘରୁ ଅଜଣା ଯୁବକକୁ କାବୁ କରିଛି ପୋଲିସ।ଯୁବକର ପରିଚୟ ଓ କଣପାଇଁ ପଶିଥିଲା ସ୍ପଷ୍ଟ ଜଣାପଡିନାହିଁ।
    1
    କଟକ ଶିଖରପୁର ନଦୀକୂଳସାହିରେ ଅଜଣା ଯୁବକଙ୍କ ଉନ୍ମୁକ୍ତକାଣ୍ଡ। ଜଣଙ୍କ ଘର ଭିତରେ ପଶି ଭିତରୁ କବାଟ ଦେଲେ ଯୁବକ। କଟକ ଚାଉଳିଆଗଞ୍ଜ ଥାନା ଅଧିନସ୍ଥ ଶିଖରପୁର ନଦୀକୂଳସାହି ମଙ୍ଗଳାଗଡାରେ ଜଣଙ୍କ ଘର ଭିତରେ ଅଜଣା ଯୁବକ ପଶି ଭିତର ପଟୁ କବାଟ ଦେଇ ରହିଛି।ଲୋକମାନେ ଖୋଲିବା ପାଇଁ ପ୍ରୟାସ କରୁଥିବା ସମୟରେ ଘଟନସ୍ଥଳରେ ଚାଉଳିଆଗଞ୍ଜ ପୋଲିସ ପହଞ୍ଚି ବନ୍ଦଘରୁ ଅଜଣା ଯୁବକକୁ କାବୁ କରିଛି ପୋଲିସ।ଯୁବକର ପରିଚୟ ଓ କଣପାଇଁ ପଶିଥିଲା ସ୍ପଷ୍ଟ ଜଣାପଡିନାହିଁ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    5 hrs ago
  • କଟକ ଚାଉଳିଆଗଞ୍ଜ ଥାନା ଅଧିନସ୍ଥ ଶିଖରପୁର ନଦୀକୂଳ ସାହି ମଙ୍ଗଳାଗଡାରେ ଜଣଙ୍କ ଘର ଭିତରେ ଅଜଣା ଯୁବକ ପଶି ଭିତର ପଟୁ କବାଟ ଦେଇ ରହିଛି।ଲୋକମାନେ ଖୋଲିବା ପାଇଁ ପ୍ରୟାସ କରୁଥିବା ସମୟରେ ପୁଲିସ ପହଞ୍ଚି ଥିବା ସୂଚନା ମିଳିଛି।
    2
    କଟକ ଚାଉଳିଆଗଞ୍ଜ ଥାନା ଅଧିନସ୍ଥ ଶିଖରପୁର ନଦୀକୂଳ ସାହି ମଙ୍ଗଳାଗଡାରେ ଜଣଙ୍କ ଘର ଭିତରେ ଅଜଣା ଯୁବକ ପଶି ଭିତର ପଟୁ କବାଟ ଦେଇ ରହିଛି।ଲୋକମାନେ ଖୋଲିବା ପାଇଁ ପ୍ରୟାସ କରୁଥିବା ସମୟରେ ପୁଲିସ ପହଞ୍ଚି ଥିବା ସୂଚନା ମିଳିଛି।
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    13 hrs ago
  • ଏହି ଭିଡ଼ିଓ ଦେଖକୁ ଏବଂ ବହୁତ ସୁନ୍ଦର ଲାଗୁଚି.. like share please subscribe youtube Channl. Mr Pravat Gudiya short video.
    1
    ଏହି ଭିଡ଼ିଓ ଦେଖକୁ ଏବଂ ବହୁତ ସୁନ୍ଦର 
ଲାଗୁଚି..
like share please subscribe 
youtube Channl. Mr Pravat Gudiya short video.
    user_SU-PRAVAT-NEWS
    SU-PRAVAT-NEWS
    Dancer କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    18 hrs ago
  • Post by Darbar Tv
    1
    Post by Darbar Tv
    user_Darbar Tv
    Darbar Tv
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    23 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.