logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

1 day ago
user_Uttam Kumar Mahakud 9777334422
Uttam Kumar Mahakud 9777334422
Content Creator (YouTuber) କେନ୍ଦୁଝର ସଦର, କେନ୍ଦୁଝର, ଓଡ଼ିଶା•
1 day ago

More news from Mayurbhanj and nearby areas
  • କରଞ୍ଜିଆ,୧୦/୩,(ପାର୍ଥ ପ୍ରଶନ୍ନ ମିଶ୍ର):କରଞ୍ଜିଆ ଷ୍ଟାଡିୟମ ନିକଟରେ ଥିବା ଏକ ପ୍ରମିଳା ହୋଟେଲରେ କାର୍ଯ୍ୟରତ ରୋଷେୟା ବୀରେନ୍ଦ୍ର କୁମାର ନାୟକଙ୍କ ଗତକାଲି ବିଳମ୍ବିତ ରାତି ହୋଟେଲ ନିକଟରେ ଏକ ଟ୍ରକ ଚାପାରେ ମୃତ୍ୟୁ ଘଟିଛି |ସେ ଗତ କାଲି ରାତି ପରିସ୍ରା କରିବା ପାଇଁ ଊଠି ରାସ୍ତା କଡ଼କୁ ଆସିଥିଲେ, ଏହି ସମୟରେ ଏକ ଅଜଣା ଟ୍ରକ (12ଚକିଆ ) ଗାଡ଼ି ପଛକୁ କରୁଥିବା ସମୟରେ ବୀରେନ୍ଦ୍ର ନାୟକ ଉପରେ ଚଢ଼ି ଯାଇଥିଲା । ଘଟଣାସ୍ଥଳରେ ବୀରେନ୍ଦ୍ରର ମୃତ୍ୟୁ ହୋଇଥିଲା । ୩୮ ବର୍ଷିଆ ବୀରେନ୍ଦ୍ରର ସ୍ତ୍ରୀ ଓ ଛୋଟ ଛୋଟ ପିଲା ଅଛନ୍ତି । ତାଙ୍କ ଘର ଘର କରଞ୍ଜିଆ ସହର ନିକଟ ଶରଧା ଗ୍ରାମରେ ହୋଇଥିଲେ ମଧ୍ୟ ସେ ନେଡୁଆପାଳ ଗ୍ରାମରେ ରହୁଥିଲେ | ସେ କରଞ୍ଜିଆ ଅଂଚଳରେ ଦୀର୍ଘ ୨୨ ବର୍ଷ ଧରି ବିଭିନ୍ନ ହୋଟେଲରେ ମୁଖ୍ୟ ରୋଷେୟା ଭାବେ କାଯ୍ୟ କରୁଥିଲା | ଦୁର୍ଘଟଣା ପରେ ଟ୍ରକଟି ଫେରାର ହୋଇଯାଇଛି । କରଞ୍ଜିଆ ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟ ପଠାଇ ଥାନାରେ ୮୩/୨୬ ନମ୍ୱରରେ ଏକ ମାମଲା ରୁଜୁ କରି ତଦନ୍ତ ଅଧିକାରୀ ଭାବେ ଏଏସଆଇ ସନ୍ତୋଷ ନାଏକଙ୍କୁ ଦାୟିତ୍ଵ ଦିଆଯାଇଥିବା କରଞ୍ଜିଆ ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସେନାପତି ସୂଚନା ଦେଇଛନ୍ତି।
    1
    କରଞ୍ଜିଆ,୧୦/୩,(ପାର୍ଥ ପ୍ରଶନ୍ନ ମିଶ୍ର):କରଞ୍ଜିଆ ଷ୍ଟାଡିୟମ ନିକଟରେ ଥିବା ଏକ ପ୍ରମିଳା ହୋଟେଲରେ କାର୍ଯ୍ୟରତ ରୋଷେୟା ବୀରେନ୍ଦ୍ର କୁମାର ନାୟକଙ୍କ ଗତକାଲି ବିଳମ୍ବିତ ରାତି ହୋଟେଲ ନିକଟରେ ଏକ ଟ୍ରକ ଚାପାରେ ମୃତ୍ୟୁ ଘଟିଛି |ସେ ଗତ କାଲି ରାତି ପରିସ୍ରା କରିବା ପାଇଁ ଊଠି ରାସ୍ତା କଡ଼କୁ ଆସିଥିଲେ, ଏହି ସମୟରେ ଏକ ଅଜଣା ଟ୍ରକ (12ଚକିଆ ) ଗାଡ଼ି ପଛକୁ କରୁଥିବା ସମୟରେ ବୀରେନ୍ଦ୍ର ନାୟକ ଉପରେ ଚଢ଼ି ଯାଇଥିଲା । ଘଟଣାସ୍ଥଳରେ ବୀରେନ୍ଦ୍ରର ମୃତ୍ୟୁ ହୋଇଥିଲା । ୩୮ ବର୍ଷିଆ ବୀରେନ୍ଦ୍ରର ସ୍ତ୍ରୀ ଓ ଛୋଟ ଛୋଟ ପିଲା ଅଛନ୍ତି । ତାଙ୍କ ଘର ଘର କରଞ୍ଜିଆ ସହର ନିକଟ ଶରଧା ଗ୍ରାମରେ ହୋଇଥିଲେ ମଧ୍ୟ ସେ ନେଡୁଆପାଳ ଗ୍ରାମରେ ରହୁଥିଲେ | ସେ କରଞ୍ଜିଆ ଅଂଚଳରେ ଦୀର୍ଘ ୨୨ ବର୍ଷ ଧରି ବିଭିନ୍ନ ହୋଟେଲରେ ମୁଖ୍ୟ ରୋଷେୟା ଭାବେ କାଯ୍ୟ କରୁଥିଲା | ଦୁର୍ଘଟଣା ପରେ ଟ୍ରକଟି ଫେରାର ହୋଇଯାଇଛି । କରଞ୍ଜିଆ ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟ ପଠାଇ ଥାନାରେ ୮୩/୨୬ ନମ୍ୱରରେ ଏକ ମାମଲା ରୁଜୁ କରି ତଦନ୍ତ ଅଧିକାରୀ ଭାବେ ଏଏସଆଇ ସନ୍ତୋଷ ନାଏକଙ୍କୁ ଦାୟିତ୍ଵ ଦିଆଯାଇଥିବା କରଞ୍ଜିଆ ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସେନାପତି ସୂଚନା ଦେଇଛନ୍ତି।
    user_Partha Prasanna Mishra
    Partha Prasanna Mishra
    ସାମ୍ବାଦିକ Karanjia, Mayurbhanj•
    8 hrs ago
  • Post by Jitendra raj
    1
    Post by Jitendra raj
    user_Jitendra raj
    Jitendra raj
    କରଞ୍ଜିଆ, ମୟୂରଭଞ୍ଜ, ଓଡ଼ିଶା•
    11 hrs ago
  • ଉଦଳା ଅଞ୍ଚଳରେ ପୁଣି ଛୁଆ ଚୋରୀ ଗୁଜବ,ଅମଣିଷ ପରି ଯୁବକଙ୍କୁ ପିଟି ପିଟି କଲେ ଗୁରୁତର, ଏଭଳି କିଛି ଅଭାବନୀୟ ଘଟଣା ଟି ଘଟିଛି ଉଦଳା ଜାଲଦା ଗ୍ରାମରେ, ଖବର ପାଇ , ଉଦଳା ପୋଲିସ ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରି ଛି, ତେବେ ଯୁବକ ଜଣକ କପ୍ତିପଦା ଡାହିସାହି ଅଞ୍ଚଳ ର ପରିଚୟ ଦେବା ପରେ ମଧ୍ୟ ମାଡ ମାରି ଅଧlମରା କରିଛନ୍ତି , ପୋଲିସର ତଦନ୍ତ ଜାରି ରହିଛି, କେବେ ପୋଲିସ ଆକ୍ରମଣ କାରୀଙ୍କ ପାଖରେ ପହଞ୍ଚିବ ଦେଖିବାକୁ ବାକି ଅଛି..ଆଉ ନିର୍ଦୋଷ ଥିବା ଯୁବକଙ୍କୁ କେବେ ନ୍ୟାୟ ମିଳିବ
    2
    ଉଦଳା ଅଞ୍ଚଳରେ ପୁଣି ଛୁଆ ଚୋରୀ ଗୁଜବ,ଅମଣିଷ ପରି  ଯୁବକଙ୍କୁ ପିଟି ପିଟି କଲେ ଗୁରୁତର,  ଏଭଳି କିଛି ଅଭାବନୀୟ ଘଟଣା ଟି ଘଟିଛି ଉଦଳା ଜାଲଦା ଗ୍ରାମରେ, ଖବର ପାଇ
,  ଉଦଳା ପୋଲିସ ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରି ଛି, ତେବେ ଯୁବକ ଜଣକ 
କପ୍ତିପଦା ଡାହିସାହି ଅଞ୍ଚଳ ର ପରିଚୟ ଦେବା ପରେ 
ମଧ୍ୟ ମାଡ ମାରି ଅଧlମରା କରିଛନ୍ତି , ପୋଲିସର ତଦନ୍ତ ଜାରି ରହିଛି, କେବେ ପୋଲିସ  ଆକ୍ରମଣ କାରୀଙ୍କ ପାଖରେ ପହଞ୍ଚିବ ଦେଖିବାକୁ ବାକି ଅଛି..ଆଉ ନିର୍ଦୋଷ ଥିବା ଯୁବକଙ୍କୁ କେବେ ନ୍ୟାୟ ମିଳିବ
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    8 hrs ago
  • ସାମ୍ବାଦିକଙ୍କୁ ମରଣାତ୍ମକ ଆକ୍ରମଣ, ଲୁହା ରଡ୍‌ରେ ପିଟି ଗୋଡ଼ ଭାଙ୍ଗିଦେଲେ ଦୁର୍ବୃତ୍ତ ସଙ୍କଟାପନ୍ନ ଅବସ୍ଥାରେ କଟକ SCB କୁ ସ୍ଥାନାନ୍ତରିତ କଳିଙ୍ଗନଗର କଳିଙ୍ଗନଗର ଶିଳ୍ପାଞ୍ଚଳରେ ଜଣେ କର୍ତ୍ତବ୍ୟରତ ସାମ୍ବାଦିକଙ୍କ ଉପରେ ସଂଘବଦ୍ଧ ଭାବେ ମରଣାତ୍ମକ ଆକ୍ରମଣ ଘଟିଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହି ଆକ୍ରମଣରେ ଗୁରୁତର ଆହତ ହୋଇଥିବା ସାମ୍ବାଦିକ ମହେନ୍ଦ୍ର କୁମାର ନାଥଙ୍କୁ ପ୍ରଥମେ ଦାନଗଦୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକର ବଡ଼ ଡାକ୍ତରଖାନା SCB ମେଡିକାଲ୍ କଲେଜ୍ ଏବଂ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁସାରେ, ଶ୍ରୀ ନାଥ ରାସ୍ତାରେ ଯାଉଥିବା ସମୟରେ କିଛି ଯୁବକ ମଝିରାସ୍ତାରେ ଦଣ୍ଡାୟମାନ ହୋଇ ଯାତାୟାତରେ ବାଧା ସୃଷ୍ଟି କରୁଥିଲେ। ସେମାନଙ୍କୁ ରାସ୍ତାରୁ ହଟିଯିବାକୁ କହିବାକୁ ନେଇ ଉଭୟ ପକ୍ଷରେ ବଚସା ହୋଇଥିଲା। ଏହାରେ ଉତ୍କ୍ଷିପ୍ତ ହୋଇ ଯୁବକମାନେ ସଂଘବଦ୍ଧ ଭାବେ ସାମ୍ବାଦିକଙ୍କୁ ନିର୍ମମ ଭାବେ ପିଟିବା ସହ ଲୁହା ରଡ୍‌ରେ ଆକ୍ରମଣ କରିଥିଲେ। ଆକ୍ରମଣ ସମୟରେ ଶ୍ରୀ ନାଥ ତତ୍କ୍ଷଣାତ୍ ପୋଲିସକୁ ଫୋନ୍ ଯୋଗେ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚୁଥିବା ଦେଖି ଦୁର୍ବୃତ୍ତମାନେ ଛତ୍ରଭଙ୍ଗ ଦେଇଥିଲେ। ତେବେ ପୋଲିସ ଜଣେ ଅଭିଯୁକ୍ତକୁ କାବୁ କରିବାରେ ସଫଳ ହୋଇଥିବା ବେଳେ ଅନ୍ୟମାନେ ଫେରାର୍ ହୋଇଯାଇଛନ୍ତି। ଏକ୍ସ-ରେ ରିପୋର୍ଟରୁ ଶ୍ରୀ ନାଥଙ୍କ ଡାହାଣ ଗୋଡ଼ର ହାଡ଼ ଭାଙ୍ଗିଥିବା ଜଣାପଡ଼ିଛି। ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କ ଅବସ୍ଥା ଗମ୍ଭୀର ବୋଲି ଡାକ୍ତରମାନେ ସୂଚନା ଦେଇଛନ୍ତି। ଏହି ଘଟଣା ସମ୍ପର୍କରେ ଆହତ ସାମ୍ବାଦିକଙ୍କ ପରିବାର ପକ୍ଷରୁ ଦାନଗଦୀ ପୋଲିସ ଫାଣ୍ଡିରେ ଲିଖିତ ଏତଲା ଦିଆଯାଇଛି। ଘଟଣାକୁ ନେଇ କଳିଙ୍ଗନଗରର ସ୍ଥାନୀୟ ସାମ୍ବାଦିକ ସଂଘ ଓ ବୁଦ୍ଧିଜୀବୀ ମହଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସାମ୍ବାଦିକଙ୍କ ଉପରେ ଏପରି ଆକ୍ରମଣକୁ ନିନ୍ଦା କରି ଅଭିଯୁକ୍ତମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।
    4
    ସାମ୍ବାଦିକଙ୍କୁ ମରଣାତ୍ମକ ଆକ୍ରମଣ, ଲୁହା ରଡ୍‌ରେ ପିଟି ଗୋଡ଼ ଭାଙ୍ଗିଦେଲେ ଦୁର୍ବୃତ୍ତ
ସଙ୍କଟାପନ୍ନ ଅବସ୍ଥାରେ କଟକ SCB କୁ ସ୍ଥାନାନ୍ତରିତ
କଳିଙ୍ଗନଗର
କଳିଙ୍ଗନଗର ଶିଳ୍ପାଞ୍ଚଳରେ ଜଣେ କର୍ତ୍ତବ୍ୟରତ ସାମ୍ବାଦିକଙ୍କ ଉପରେ ସଂଘବଦ୍ଧ ଭାବେ ମରଣାତ୍ମକ ଆକ୍ରମଣ ଘଟିଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହି ଆକ୍ରମଣରେ ଗୁରୁତର ଆହତ ହୋଇଥିବା ସାମ୍ବାଦିକ ମହେନ୍ଦ୍ର କୁମାର ନାଥଙ୍କୁ ପ୍ରଥମେ ଦାନଗଦୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକର ବଡ଼ ଡାକ୍ତରଖାନା SCB ମେଡିକାଲ୍ କଲେଜ୍ ଏବଂ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁସାରେ, ଶ୍ରୀ ନାଥ ରାସ୍ତାରେ ଯାଉଥିବା ସମୟରେ କିଛି ଯୁବକ ମଝିରାସ୍ତାରେ ଦଣ୍ଡାୟମାନ ହୋଇ ଯାତାୟାତରେ ବାଧା ସୃଷ୍ଟି କରୁଥିଲେ। ସେମାନଙ୍କୁ ରାସ୍ତାରୁ ହଟିଯିବାକୁ କହିବାକୁ ନେଇ ଉଭୟ ପକ୍ଷରେ ବଚସା ହୋଇଥିଲା। ଏହାରେ ଉତ୍କ୍ଷିପ୍ତ ହୋଇ ଯୁବକମାନେ ସଂଘବଦ୍ଧ ଭାବେ ସାମ୍ବାଦିକଙ୍କୁ ନିର୍ମମ ଭାବେ ପିଟିବା ସହ ଲୁହା ରଡ୍‌ରେ ଆକ୍ରମଣ କରିଥିଲେ।
ଆକ୍ରମଣ ସମୟରେ ଶ୍ରୀ ନାଥ ତତ୍କ୍ଷଣାତ୍ ପୋଲିସକୁ ଫୋନ୍ ଯୋଗେ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚୁଥିବା ଦେଖି ଦୁର୍ବୃତ୍ତମାନେ ଛତ୍ରଭଙ୍ଗ ଦେଇଥିଲେ। ତେବେ ପୋଲିସ ଜଣେ ଅଭିଯୁକ୍ତକୁ କାବୁ କରିବାରେ ସଫଳ ହୋଇଥିବା ବେଳେ ଅନ୍ୟମାନେ ଫେରାର୍ ହୋଇଯାଇଛନ୍ତି।
ଏକ୍ସ-ରେ ରିପୋର୍ଟରୁ ଶ୍ରୀ ନାଥଙ୍କ ଡାହାଣ ଗୋଡ଼ର ହାଡ଼ ଭାଙ୍ଗିଥିବା ଜଣାପଡ଼ିଛି। ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କ ଅବସ୍ଥା ଗମ୍ଭୀର ବୋଲି ଡାକ୍ତରମାନେ ସୂଚନା ଦେଇଛନ୍ତି।
ଏହି ଘଟଣା ସମ୍ପର୍କରେ ଆହତ ସାମ୍ବାଦିକଙ୍କ ପରିବାର ପକ୍ଷରୁ ଦାନଗଦୀ ପୋଲିସ ଫାଣ୍ଡିରେ ଲିଖିତ ଏତଲା ଦିଆଯାଇଛି। ଘଟଣାକୁ ନେଇ କଳିଙ୍ଗନଗରର ସ୍ଥାନୀୟ ସାମ୍ବାଦିକ ସଂଘ ଓ ବୁଦ୍ଧିଜୀବୀ ମହଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସାମ୍ବାଦିକଙ୍କ ଉପରେ ଏପରି ଆକ୍ରମଣକୁ ନିନ୍ଦା କରି ଅଭିଯୁକ୍ତମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି।
ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।
    user_Kaling lens
    Kaling lens
    Salesperson କଳିଙ୍ଗନଗର, ଯାଜପୁର, ଓଡ଼ିଶା•
    7 hrs ago
  • Post by Manoj Sahoo
    10
    Post by Manoj Sahoo
    user_Manoj Sahoo
    Manoj Sahoo
    Nurse ରାଉରକେଲା, ସୁନ୍ଦରଗଡ଼, ଓଡ଼ିଶା•
    11 hrs ago
  • ମାଟ୍ରିମୋନିରୁ ପ୍ରେମ କରି ଶାରୀରିକ ସମ୍ପର୍କ, ପରେ ବିବାହ | ସ୍ତ୍ରୀ ଜଣକୁ ଛାଡ଼ି ନୂଆ ସ୍ୱାମୀ ଖୋଜିବାକୁ ଆସିଲା | ସ୍ୱାମୀ ଦୁଇଜଣକୁ ବିବାହ କରି ତୃତୀୟ ପତ୍ନୀ ଆପଣାଇଲା | ଶେଷରେ ସରିଗଲା ଏ ମିଛି ମିଛିକା କଣ୍ଢେଇ ବାହାଘର | ଭୁବନେଶ୍ଵର, ଓଡ଼ିଶା #Bhubaneswar #Odisha
    1
    ମାଟ୍ରିମୋନିରୁ ପ୍ରେମ କରି ଶାରୀରିକ ସମ୍ପର୍କ, ପରେ ବିବାହ | ସ୍ତ୍ରୀ ଜଣକୁ ଛାଡ଼ି ନୂଆ ସ୍ୱାମୀ ଖୋଜିବାକୁ ଆସିଲା | ସ୍ୱାମୀ ଦୁଇଜଣକୁ ବିବାହ କରି ତୃତୀୟ ପତ୍ନୀ ଆପଣାଇଲା | ଶେଷରେ ସରିଗଲା ଏ ମିଛି ମିଛିକା କଣ୍ଢେଇ ବାହାଘର |
ଭୁବନେଶ୍ଵର, ଓଡ଼ିଶା 
#Bhubaneswar #Odisha
    user_Nanda Kishor Naik
    Nanda Kishor Naik
    ଭୁବନ, ଢେଙ୍କାନାଳ, ଓଡ଼ିଶା•
    2 hrs ago
  • Tulati khaira pakhare rathi adha ree mati chori trip trip mati saha maharm lutuchari kenal karmchari
    1
    Tulati khaira pakhare rathi adha ree mati chori trip trip mati saha maharm lutuchari kenal karmchari
    user_Nar Mallick
    Nar Mallick
    କୋରାଇ, ଯାଜପୁର, ଓଡ଼ିଶା•
    7 hrs ago
  • Post by Jitendra raj
    1
    Post by Jitendra raj
    user_Jitendra raj
    Jitendra raj
    କରଞ୍ଜିଆ, ମୟୂରଭଞ୍ଜ, ଓଡ଼ିଶା•
    23 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.