ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ତୃତୀୟ ଲିଙ୍ଗ ଦୃଶ୍ୟ ମାନତା ଦିବସ -୨୦୨୬ ପାଳନ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ତୃତୀୟ ଲିଙ୍ଗ ଦୃଶ୍ୟ ମାନତା ଦିବସ -୨୦୨୬ ପାଳନ ପୂର୍ବକ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ଜିଲ୍ଲା ସ୍ତରୀୟ ତୃତୀୟ ଲିଙ୍ଗୀ ଦୃଶ୍ୟମାନତା ଦିବସ-୨୦୨୬ ସ୍ଥାନୀୟ ସମ୍ମିଳନୀ କକ୍ଷ-୦୪, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ପାରଳାଖେମୁଣ୍ଡି, ଠାରେ ଆୟୋଜନ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନି ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା, ଅତିରିକ୍ତ ତହସିଲଦାର କିଶାନ ବେହେରା , ଜିଲ୍ଲା ସଂଯୋଜିକା ତଥା ପରାମର୍ଶଦାତା, ଓ. ଏଲ୍. ଏମ୍ ଶ୍ରୀମତୀ ଶିବାନୀ ପାଣିଗ୍ରାହୀ, ଶ୍ରୀମତୀ ପି.ସୁନିତା, ଜସ୍ମିନ ଶେଖ ପ୍ରମୁଖ ମଞ୍ଚାସୀନ ହୋଇଥିଲେ । ଉତ୍ସର୍ଗୀତା ବଡରଇତ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଗଜପତି ସମସ୍ତ କାର୍ଯ୍ୟକୁ ପରିଚାଳନା କରିଥିଲେ । ଉକ୍ତ କାର୍ଯକ୍ରମରେ ତୃତୀୟ ଲିଙ୍ଗୀଙ୍କ ନିମନ୍ତେ ବିଭିନ୍ନ ସରକାରୀ ଯୋଜନା ଓ ଅଧିନୀୟମର ଆଲୋଚନା ଚକ୍ର ହୋଇଥିଲା । ଏହି କାର୍ଯକ୍ରମରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ତୃତୀୟ ଲିଙ୍ଗୀ ବ୍ୟକ୍ତିବିଶେଷ, ଜିଲ୍ଲା ଓ ବ୍ଲକର ସାମାଜିକ ସୁରକ୍ଷା ବିଭାଗର ସମସ୍ତ କର୍ମଚାରୀବୃନ୍ଦ, ସ୍ଵେଛାସେବୀ ସଂଗଠନର କର୍ମକର୍ତା ଯୋଗ ଦେଇଥିଲେ । ଶେଷରେ ଶ୍ରୀ ଏଲ୍ . ସନ୍ତୋଷ କୁମାର, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ଶେଷ କରିଥିଲେ ।

- ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ତୃତୀୟ ଲିଙ୍ଗ ଦୃଶ୍ୟ ମାନତା ଦିବସ -୨୦୨୬ ପାଳନ ପୂର୍ବକ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ଜିଲ୍ଲା ସ୍ତରୀୟ ତୃତୀୟ ଲିଙ୍ଗୀ ଦୃଶ୍ୟମାନତା ଦିବସ-୨୦୨୬ ସ୍ଥାନୀୟ ସମ୍ମିଳନୀ କକ୍ଷ-୦୪, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ପାରଳାଖେମୁଣ୍ଡି, ଠାରେ ଆୟୋଜନ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନି ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା, ଅତିରିକ୍ତ ତହସିଲଦାର କିଶାନ ବେହେରା , ଜିଲ୍ଲା ସଂଯୋଜିକା ତଥା ପରାମର୍ଶଦାତା, ଓ. ଏଲ୍. ଏମ୍ ଶ୍ରୀମତୀ ଶିବାନୀ ପାଣିଗ୍ରାହୀ, ଶ୍ରୀମତୀ ପି.ସୁନିତା, ଜସ୍ମିନ ଶେଖ ପ୍ରମୁଖ ମଞ୍ଚାସୀନ ହୋଇଥିଲେ । ଉତ୍ସର୍ଗୀତା ବଡରଇତ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଗଜପତି ସମସ୍ତ କାର୍ଯ୍ୟକୁ ପରିଚାଳନା କରିଥିଲେ । ଉକ୍ତ କାର୍ଯକ୍ରମରେ ତୃତୀୟ ଲିଙ୍ଗୀଙ୍କ ନିମନ୍ତେ ବିଭିନ୍ନ ସରକାରୀ ଯୋଜନା ଓ ଅଧିନୀୟମର ଆଲୋଚନା ଚକ୍ର ହୋଇଥିଲା । ଏହି କାର୍ଯକ୍ରମରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ତୃତୀୟ ଲିଙ୍ଗୀ ବ୍ୟକ୍ତିବିଶେଷ, ଜିଲ୍ଲା ଓ ବ୍ଲକର ସାମାଜିକ ସୁରକ୍ଷା ବିଭାଗର ସମସ୍ତ କର୍ମଚାରୀବୃନ୍ଦ, ସ୍ଵେଛାସେବୀ ସଂଗଠନର କର୍ମକର୍ତା ଯୋଗ ଦେଇଥିଲେ । ଶେଷରେ ଶ୍ରୀ ଏଲ୍ . ସନ୍ତୋଷ କୁମାର, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ଶେଷ କରିଥିଲେ ।1
- Post by Ansubhai Pandey1
- ମା ତାରାତାରିଣୀ ଙ୍କ ୪ର୍ଥ ପାଳି ଶେଷ l ଅପେକ୍ଷା ଆର ବର୍ଷ ଚୈତ୍ର ମାସକୁ l ଗଞ୍ଜାମ ଜିଲାର ପ୍ରସିଦ୍ଧ ଦେଵୀ ତଥା ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମାସର ମଙ୍ଗଳବାର ଯାତ୍ରାର ଉଦଯାପନ ଅତି ସୁବନ୍ଦୋବସ୍ତ ମଧ୍ୟରେ ସମାପନ ହୋଇଯାଇଛି l ଏହି ଶେଷ ପାଳିରେ ମା’ ତାରାତାରିଣୀ ଦୁଇଭଉଣୀ ବାସନ୍ତିକ ଦୂର୍ଗା ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥିଲେ । ମା’ଙ୍କୁ ଚୈତ୍ରମାସର ଏହି ଶେଷ ମଙ୍ଗଳବାରରେ ଦର୍ଶନ କରି ଭକ୍ତମାନେ ଭାବବିହ୍ବଳ ହୋଇ ନିଜ ନିଜର ଶୁଭ ମନାସି ପୁଣି ଆରବର୍ଷ ଚୈତ୍ର ମାସ ମଙ୍ଗଳବାର କୁ ଅପେକ୍ଷା କରିଛନ୍ତି।1
- #ଗୋମାତାଙ୍କ_ଗାଡି_ଅଟକାଇବା_ବେଳେ_ଗୋପୁତ୍ରଙ୍କ_ମୃତ୍ୟୁ ଗୋମାତାଙ୍କୁ ନେଇଯାଉଥିବା ଗାଡିକୁ ଅଟକାଇବା ସମୟରେ ଦୁଃଖଦ ଘଟଣା ଘଟିଛି। ଏହି ଘଟଣାରେ ଜଣେ ଗୋପୁତ୍ରଙ୍କ ଦେହାନ୍ତ ଘଟିଥିବାବେଳେ ଆଉ ଜଣେ ଗୁରୁତର ଅବସ୍ଥାରେ ଜୀବନ ସହ ସଂଗ୍ରାମ କରୁଛନ୍ତି। ମୋର ସମସ୍ତ ହିନ୍ଦୁ ଭାଇମାନଙ୍କୁ ଅନୁରୋଧ, ଆହତ ଭାଇଙ୍କ ପାଖକୁ ଯାଇ ସହଯୋଗ କରନ୍ତୁ। ଏବେ ଦେଖିବାକୁ ବାକି ରହିଲା ସରକାର ଏହି ଘଟଣାରେ କେମିତି ପଦକ୍ଷେପ ନେଉଛନ୍ତି। — ଗଣେଶ ପାଣିଗ୍ରାହୀ, ରିପୋର୍ଟ4
- Post by HABIL DONGRI1
- ବିଜୁ ବାବୁଙ୍କ ପ୍ରତି ଅନୈତିକ ମନ୍ତବ୍ୟକୁ ବିରୋଧ କରି କୋରାପୁଟ ୨୬ ନଂ ଜାତୀୟ ରାଜପଥ ଘେରାଉ କଲା ବିଜେଡି, ପ୍ରତିକ୍ରିୟା ରଖିଛନ୍ତି ଜିଲ୍ଲା ପରିଷଦ ଅଧ୍ୟକ୍ଷା1
- ଦେଖନ୍ତୁ ମାଁ ମାଟି ପାଇଁ ଲଢେଇ କରୁଛନ୍ତି ଭାଇମାନେ1
- ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜନଗଣନା ରଥଙ୍କ ପତକା ଦେଖାଇ ଶୁଭାରମ୍ଭ କଲେ ଜିଲ୍ଲାପାଳ1