Shuru
Apke Nagar Ki App…
ଆଜି ଦେଖାଯିବ ବିରଳ ରକ୍ତ ଚନ୍ଦ୍ର ଆକାଶରେ ବିରଳ ମହାଜାଗତିକ ଦୃଶ୍ୟ ଆଜି ଦେଖାଯିବ ଗଭୀର ଆଂଶିକ ଚନ୍ଦ୍ରଗ୍ରହଣ ଆକାଶରେ ବିରଳ ମହାଜାଗତିକ ଦୃଶ୍ୟ ଆଜି ଦେଖାଯିବ ଗଭୀର ଆଂଶିକ ଚନ୍ଦ୍ରଗ୍ରହଣ ଏହା ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ନୁହେଁ ତଥାପି ଗ୍ରହଣର ସର୍ବାଧୂକ ସମୟରେ ଚନ୍ଦ୍ର ପ୍ରାୟ ୯୩.୭% କ୍ଷେତ୍ରଫଳ ପୃଥିବୀର ଗାଢ଼ ଛାୟାରେ ରହିବ ଫଳରେ ଏହା ପ୍ରାୟ ପୂର୍ଣ ଗ୍ରହଣ ଭଳି ଦେଖାଯିବ ଏହି ସମୟରେ ଚନ୍ଦ୍ର ତମ୍ବା, ଲାଲ୍ କିମ୍ବା କମଳା ରଙ୍ଗର ଦେଖାଯାଇପାରେ ଏହି କାରଣରୁ ଏହାକୁ 'Blood Moon' ମଧ୍ୟ କୁହାଯାଏ ଭାରତରେ ଏହି ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବନାହିଁ
Sunil Samal
ଆଜି ଦେଖାଯିବ ବିରଳ ରକ୍ତ ଚନ୍ଦ୍ର ଆକାଶରେ ବିରଳ ମହାଜାଗତିକ ଦୃଶ୍ୟ ଆଜି ଦେଖାଯିବ ଗଭୀର ଆଂଶିକ ଚନ୍ଦ୍ରଗ୍ରହଣ ଆକାଶରେ ବିରଳ ମହାଜାଗତିକ ଦୃଶ୍ୟ ଆଜି ଦେଖାଯିବ ଗଭୀର ଆଂଶିକ ଚନ୍ଦ୍ରଗ୍ରହଣ ଏହା ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ନୁହେଁ ତଥାପି ଗ୍ରହଣର ସର୍ବାଧୂକ ସମୟରେ ଚନ୍ଦ୍ର ପ୍ରାୟ ୯୩.୭% କ୍ଷେତ୍ରଫଳ ପୃଥିବୀର ଗାଢ଼ ଛାୟାରେ ରହିବ ଫଳରେ ଏହା ପ୍ରାୟ ପୂର୍ଣ ଗ୍ରହଣ ଭଳି ଦେଖାଯିବ ଏହି ସମୟରେ ଚନ୍ଦ୍ର ତମ୍ବା, ଲାଲ୍ କିମ୍ବା କମଳା ରଙ୍ଗର ଦେଖାଯାଇପାରେ ଏହି କାରଣରୁ ଏହାକୁ 'Blood Moon' ମଧ୍ୟ କୁହାଯାଏ ଭାରତରେ ଏହି ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବନାହିଁ
More news from ଓଡ଼ିଶା and nearby areas
- ନେପାଳ ପ୍ରଳୟର ବଡ଼ କାରଣ..ସମସ୍ତଙ୍କୁ ସ୍ତବ୍ଧ କରିଛି ନେପାଳରେ ବିନାଶ ଘଟଣା. ସମସ୍ତଙ୍କୁ ସ୍ତବ୍ଧ କରିଛି ନେପାଳରେ ବିନାଶ ଘଟଣା . ଘଟଣା ପଛରେ ଥିବା କାରଣ ଖୋଜା ପରେ ଆସିଛି ସ୍ପଷ୍ଟ ଚିତ୍ର ଉପର ମୁଣ୍ଡରେ ବରଫ ଓ ପଥର ଧସି ଲେନ୍ଧେ ନଦୀ ପ୍ରବାହ ବନ୍ଦ ହୋଇଗଲା ଫଳରେ ପଛପଟେ ସୃଷ୍ଟି ହୋଇଥିଲା ଏକ ବିଶାଳ ଅସ୍ଥାୟୀ ହ୍ରଦ . ହ୍ରଦ ହଠାତ୍ ଫାଟିଯିବାରୁ ମାଡ଼ି ଆସିଥିଲା ପ୍ରଳୟଙ୍କରୀ ପାଣି ପାଣି ସହ କାଦୁଅ ଓ ପଥରର ପ୍ରଚଣ୍ଡ ସ୍ରୋତ ମାଡ଼ି ଆସିଲା ଯାହାକୁ ରୋକିବା କିମ୍ବା ସେଥୁରୁ ବର୍ତ୍ତିବା ସମ୍ଭବ ନଥୁଲା2
- *आज की बड़ी खबरें*,. . .... ..... ...... ...1
- ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ ନୟାଗଡ଼ରେ ଭାଇ-ଭଉଣୀର ସ୍ନେହ;ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ । ଆଜି ରାକ୍ଷୀ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ବାଚସ୍ପତି ସୁରମା ପାଢ଼ି ସୁଭଦ୍ରା ମଞ୍ଚରେ ରାକ୍ଷୀ ବାନ୍ଧିଛନ୍ତି।ନୟାଗଡ଼ରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇଛି ।1
- ବ୍ରହ୍ମ କୁମାରୀ ସଂସ୍ଥା ପକ୍ଷରୁ ରକ୍ତ ଦାନ ଶିବିର. ରକ୍ତ ଦାନ ମହତ ଦାନ1
- ନେପାଳ ସହରରେ ଆସିଥିବା ଏକ ଭୟଙ୍କର ବନ୍ୟାରେ ବହୁ ଲୋକଙ୍କ ଦୁର୍ଦ୍ଦଶା ଖରାପ ହୋଇଛି।1
- ଯାଜପୁର ଆରକ୍ଷୀ ଅଧୀକ୍ଷକଙ୍କ ଦ୍ୱାରସ୍ଥ ହେଲେ ସାମ୍ବାଦିକ ସଞ୍ଜୟ ନାୟକ ଓ ସୁଶାନ୍ତ ଜେନାଙ୍କ ପରିବାର। ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ଏସ୍ପିଙ୍କୁ ଦାବିପତ୍ର ପ୍ରଦାନ କଲେ ପରିବାର ସଦସ୍ୟ। #JajpurSP #JajpurPolice #KoreiPolice #Jajpur #Korei #OdishaPolice #Journalist #JournalistSafety #SanjayNayak #SushantJena #ArrestDemand #FamilyMembers #news7odia1
- 💍 ରାକ୍ଷୀ ପୂର୍ଣ୍ଣିମାରେ ଢେଙ୍କାନାଳରେ ପୁନର୍ବସୁ ଜୁଏଲର୍ସର ଶୁଭ ଉଦଘାଟନ 💍 📍 ସ୍ଥାନ: କାଞ୍ଚନ ବଜାର, ଢେଙ୍କାନାଳ ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଢେଙ୍କାନାଳ କାଞ୍ଚନ ବଜାର ଠାରେ ପୁନର୍ବସୁ ଜୁଏଲର୍ସର ଶୁଭ ଉଦଘାଟନ ହୋଇଯାଇଛି। ଉଦଘାଟନୀ କାର୍ଯ୍ୟକ୍ରମରେ ଢେଙ୍କାନାଳ ପୌର ଅଧ୍ୟକ୍ଷା ଜୟନ୍ତୀ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ, ଚ୍ୟାମ୍ବର୍ସ ଅଫ୍ କମର୍ସର ସଭାପତି ରାଜେନ୍ଦ୍ର କୁମାର ଦାସ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ରହି ଜୁଏଲର୍ସର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ପୁନର୍ବସୁ ଜୁଏଲର୍ସର ମାଲିକ ଚିନ୍ମୟ ସାହୁଙ୍କ ସମେତ କାଞ୍ଚନ ବଜାର ପୂଜା କମିଟିର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ। ✨ ଗ୍ରାହକଙ୍କ ପାଇଁ ବିଶେଷ ଅଫର: 🔹 ୯୨.୫ ସିଲଭର ଅର୍ଣ୍ଣାମେଣ୍ଟ 🔹 ୧.୫ ଗ୍ରାମ୍ ଗୋଲ୍ଡ ପ୍ଲେଟେଡ୍ ଅର୍ଣ୍ଣାମେଣ୍ଟ 🔹 ଗଢା ମଜୁରୀ ସମ୍ପୂର୍ଣ୍ଣ ମାଗଣା 🔹 ୧.୫ ଗ୍ରାମ୍ ଗୋଲ୍ଡ ପ୍ଲେଟେଡ୍ ଅର୍ଣ୍ଣାମେଣ୍ଟ ଉପରେ ୧୦% ରିହାତି ରାକ୍ଷୀ ପୂର୍ଣ୍ଣିମାର ପବିତ୍ର ଅବସରରେ ନୂଆ ଜୁଏଲର୍ସର ଶୁଭାରମ୍ଭକୁ ନେଇ ଅଞ୍ଚଳବାସୀ ଓ ଗ୍ରାହକଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି। 📺 ଏଭଳି ସ୍ଥାନୀୟ ଖବର ପାଇଁ DK TV ODIAକୁ Subscribe କରନ୍ତୁ। 👍 Like | 💬 Comment | 🔔 Subscribe | ↗️ Share #Dhenkanal #DhenkanalNews #PunarbashuJewellers #KanchanBazar #RakshaBandhan #RakhiPurnima #Jewellery #SilverJewellery #GoldPlatedJewellery #OdishaNews #DKTVODIA #OdiaNews #DhenkanalUpdate1
- 🌺🌺🌺🌺🌺🙏🙏🙏ଈଶ୍ୱର କିଏ?????? ତମେ ଜାଣିଛ!!!!!🙏🙏🙏🌺🌺🌺🌺🌺1