logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଖବର ପ୍ରସାରଣର ପ୍ରଭାବ: ପଦ୍ମପୁରରେ ଜଳ ଯୋଗାଣ ସ୍ୱାଭାବିକ। ପଦ୍ମପୁର, ୧୯।୦୪ (ନିପ୍ର) ରାୟଗଡ଼ା ଜିଲ୍ଲା ପଦ୍ମପୁର ଅଞ୍ଚଳରେ ଦୀର୍ଘ ଦିନ ଧରି ଲାଗି ରହିଥିବା ପାନୀୟ ଜଳ ସମସ୍ୟାର ଶେଷରେ ସମାଧାନ ହୋଇଛି। ବିଭିନ୍ନ ଗଣମାଧ୍ୟମରେ ଏ ସମ୍ପର୍କିତ ଖବର ପ୍ରସାରଣ ପରେ ପ୍ରଶାସନ ତତ୍ପରତା ପ୍ରକାଶ କରିବା ସହ ବର୍ତ୍ତମାନ ସ୍ଥିତି ଧୀରେ ଧୀରେ ସ୍ୱାଭାବିକ ହେବାରେ ଲାଗିଛି।ରାୟଗଡ଼ା ଜିଲ୍ଲାପାଳ ଓ ଗୁଣପୁର ଉପ-ଜିଲ୍ଲାପାଳଙ୍କ ପ୍ରତ୍ୟକ୍ଷ ହସ୍ତକ୍ଷେପ ପରେ ବିଭାଗୀୟ ଅଧିକାରୀ ମାନେ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କାର୍ଯ୍ୟ ସମ୍ପୂର୍ଣ୍ଣ କରି ଅଞ୍ଚଳ ବାସୀଙ୍କୁ ଜଳ ଯୋଗାଇ ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ପ୍ରଡକ୍ସନ ୱେଲ୍‌ ମଧ୍ୟରେ ବାଲି ଜମି ଯିବା ସହ ଏକ ୧୫ ଏଚ୍.ପି.ର ମୋଟର ପମ୍ପ ପୋଡ଼ି ଯାଇଥିଲା। ଯାହା ଦ୍ୱାରା ଜଳ ଯୋଗାଣ ବାଧାପ୍ରାପ୍ତ ହୋଇଥିଲା। ଫଳରେ ଗ୍ରୀଷ୍ମ ପ୍ରବାହ ସମୟରେ ପଦ୍ମପୁର ପଞ୍ଚାୟତରେ ପାନୀୟ ଜଳ ପାଇଁ ହାହାକାର ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଅସମୟରେ କିଏ ୱାଟର ଟ୍ୟାଙ୍କ ତ କିଏ ପିକଅପରେ ଜରି ତ୍ରିପାଲ ସାହାଯ୍ୟ ରେ ଘରକୁ ପାଣି ନେଲେ। ଏହି ଜଟିଳ ସମସ୍ୟାକୁ ନେଇ ସ୍ଥାନୀୟ ଉନ୍ନୟନ ପରିଷଦ ଓ ଜନସାଧାରଣଙ୍କ ଅଭିଯୋଗକୁ ଆଧାର କରି ବିଭିନ୍ନ ଗଣମାଧ୍ୟମ ରେ ଖବର ପ୍ରକାଶ ପାଇଥିଲା। ଏନେଇ ପ୍ରଶାସନିକ ତତ୍ପରତା ପ୍ରକାଶ ପରେ ସମସ୍ୟାର ଗୁରୁତ୍ୱକୁ ଉପଲବ୍ଧି କରି ଆରଡବ୍ଲୁଏସଏସ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ମରାମତି କାର୍ଯ୍ୟ ଆରମ୍ଭ କରିଥିଲା। ନିର୍ବାହୀ ଯନ୍ତ୍ରୀ ଶୁଭ୍ରଜିତ ସେନ ଏବଂ ସହକାରୀ ନିର୍ବାହୀ ଯନ୍ତ୍ରୀ ଲୋକନାଥ ଯାଦବଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାଧାନରେ କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ଓ ବିଭାଗୀୟ କର୍ମଚାରୀ ମାନେ ଅନ୍ତରଝୋଲି ନିକଟରେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ କରିଥିଲେ। ଅନ୍ତରଝୋଲି ନିକଟରେ ଥିବା ତିନୋଟି ଜାକ ବୋରୱେଲ୍‌କୁ କମ୍ପ୍ରେସର ମାଧ୍ୟମରେ ସଫା କରାଯାଇ ବାଲି କଢ଼ା ଯାଇଥିଲା। ଏହା ସହିତ ଅକାମୀ ହୋଇପଡ଼ିଥିବା ସ୍ଥାନରେ ଦୁଇଟି ନୂତନ ମୋଟର ସ୍ଥାପନ କରାଯାଇ ଜଳ ଯୋଗାଣ ଆରମ୍ଭ କରାଯାଇଛି। ବର୍ତ୍ତମାନ ପଦ୍ମପୁର ପଞ୍ଚାୟତର ଘରେ ଘରେ ପାଣି ପହଞ୍ଚିଥିବା ବେଳେ ଲୋକଙ୍କ ମଧ୍ୟରେ ଆଶ୍ୱସ୍ତି ଦେଖାଦେଇଛି। ତେବେ କୋଟି କୋଟି ଟଙ୍କାର ଏହି ବସୁଧା ପ୍ରକଳ୍ପରେ ରହିଥିବା ଅନ୍ୟାନ୍ୟ ଯାନ୍ତ୍ରିକ ତ୍ରୁଟି ଏବଂ ନିମ୍ନମାନର ପାଇପ୍ ବିଛାଯିବା ଭଳି ସମସ୍ୟା ପ୍ରତି ସ୍ଥାୟୀ ଦୃଷ୍ଟି ଦେବାକୁ ପଦ୍ମପୁରବାସୀ ଦାବି କରିଛନ୍ତି। ପ୍ରଶାସନର ଏହି ତ୍ୱରିତ ପଦକ୍ଷେପ ପାଇଁ ସ୍ଥାନୀୟ ଜନସାଧାରଣ ଧନ୍ୟବାଦ ଜଣାଇଛନ୍ତି।

15 hrs ago
user_Susanta kumar panda
Susanta kumar panda
ପଦ୍ମପୁର, ରାୟଗଡା, ଓଡ଼ିଶା•
15 hrs ago
4c72ab35-963e-4002-aec0-1cd596c85d7a

ଖବର ପ୍ରସାରଣର ପ୍ରଭାବ: ପଦ୍ମପୁରରେ ଜଳ ଯୋଗାଣ ସ୍ୱାଭାବିକ। ପଦ୍ମପୁର, ୧୯।୦୪ (ନିପ୍ର) ରାୟଗଡ଼ା ଜିଲ୍ଲା ପଦ୍ମପୁର ଅଞ୍ଚଳରେ ଦୀର୍ଘ ଦିନ ଧରି ଲାଗି ରହିଥିବା ପାନୀୟ ଜଳ ସମସ୍ୟାର ଶେଷରେ ସମାଧାନ ହୋଇଛି। ବିଭିନ୍ନ ଗଣମାଧ୍ୟମରେ ଏ ସମ୍ପର୍କିତ ଖବର ପ୍ରସାରଣ ପରେ ପ୍ରଶାସନ ତତ୍ପରତା ପ୍ରକାଶ କରିବା ସହ ବର୍ତ୍ତମାନ ସ୍ଥିତି ଧୀରେ ଧୀରେ ସ୍ୱାଭାବିକ ହେବାରେ ଲାଗିଛି।ରାୟଗଡ଼ା ଜିଲ୍ଲାପାଳ ଓ ଗୁଣପୁର ଉପ-ଜିଲ୍ଲାପାଳଙ୍କ ପ୍ରତ୍ୟକ୍ଷ ହସ୍ତକ୍ଷେପ ପରେ ବିଭାଗୀୟ ଅଧିକାରୀ ମାନେ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କାର୍ଯ୍ୟ ସମ୍ପୂର୍ଣ୍ଣ କରି ଅଞ୍ଚଳ ବାସୀଙ୍କୁ ଜଳ ଯୋଗାଇ ଦେଇଛନ୍ତି।

7db4230e-3cc7-4bbb-a364-b393581460bb

ସୂଚନାଯୋଗ୍ୟ ଯେ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ପ୍ରଡକ୍ସନ ୱେଲ୍‌ ମଧ୍ୟରେ ବାଲି ଜମି ଯିବା ସହ ଏକ ୧୫ ଏଚ୍.ପି.ର ମୋଟର ପମ୍ପ ପୋଡ଼ି ଯାଇଥିଲା। ଯାହା ଦ୍ୱାରା ଜଳ ଯୋଗାଣ ବାଧାପ୍ରାପ୍ତ ହୋଇଥିଲା। ଫଳରେ ଗ୍ରୀଷ୍ମ ପ୍ରବାହ ସମୟରେ ପଦ୍ମପୁର ପଞ୍ଚାୟତରେ ପାନୀୟ ଜଳ ପାଇଁ ହାହାକାର ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଅସମୟରେ କିଏ ୱାଟର ଟ୍ୟାଙ୍କ ତ କିଏ ପିକଅପରେ ଜରି ତ୍ରିପାଲ ସାହାଯ୍ୟ ରେ ଘରକୁ ପାଣି ନେଲେ। ଏହି ଜଟିଳ ସମସ୍ୟାକୁ ନେଇ ସ୍ଥାନୀୟ ଉନ୍ନୟନ ପରିଷଦ ଓ

23db5572-4d56-47f8-b6cb-fedd9723f95d

ଜନସାଧାରଣଙ୍କ ଅଭିଯୋଗକୁ ଆଧାର କରି ବିଭିନ୍ନ ଗଣମାଧ୍ୟମ ରେ ଖବର ପ୍ରକାଶ ପାଇଥିଲା। ଏନେଇ ପ୍ରଶାସନିକ ତତ୍ପରତା ପ୍ରକାଶ ପରେ ସମସ୍ୟାର ଗୁରୁତ୍ୱକୁ ଉପଲବ୍ଧି କରି ଆରଡବ୍ଲୁଏସଏସ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ମରାମତି କାର୍ଯ୍ୟ ଆରମ୍ଭ କରିଥିଲା। ନିର୍ବାହୀ ଯନ୍ତ୍ରୀ ଶୁଭ୍ରଜିତ ସେନ ଏବଂ ସହକାରୀ ନିର୍ବାହୀ ଯନ୍ତ୍ରୀ ଲୋକନାଥ ଯାଦବଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାଧାନରେ କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ଓ ବିଭାଗୀୟ କର୍ମଚାରୀ ମାନେ ଅନ୍ତରଝୋଲି ନିକଟରେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ କରିଥିଲେ। ଅନ୍ତରଝୋଲି ନିକଟରେ ଥିବା ତିନୋଟି ଜାକ ବୋରୱେଲ୍‌କୁ କମ୍ପ୍ରେସର ମାଧ୍ୟମରେ ସଫା

ccf10069-bc9a-4cb1-a54c-f1fc878414e8

କରାଯାଇ ବାଲି କଢ଼ା ଯାଇଥିଲା। ଏହା ସହିତ ଅକାମୀ ହୋଇପଡ଼ିଥିବା ସ୍ଥାନରେ ଦୁଇଟି ନୂତନ ମୋଟର ସ୍ଥାପନ କରାଯାଇ ଜଳ ଯୋଗାଣ ଆରମ୍ଭ କରାଯାଇଛି। ବର୍ତ୍ତମାନ ପଦ୍ମପୁର ପଞ୍ଚାୟତର ଘରେ ଘରେ ପାଣି ପହଞ୍ଚିଥିବା ବେଳେ ଲୋକଙ୍କ ମଧ୍ୟରେ ଆଶ୍ୱସ୍ତି ଦେଖାଦେଇଛି। ତେବେ କୋଟି କୋଟି ଟଙ୍କାର ଏହି ବସୁଧା ପ୍ରକଳ୍ପରେ ରହିଥିବା ଅନ୍ୟାନ୍ୟ ଯାନ୍ତ୍ରିକ ତ୍ରୁଟି ଏବଂ ନିମ୍ନମାନର ପାଇପ୍ ବିଛାଯିବା ଭଳି ସମସ୍ୟା ପ୍ରତି ସ୍ଥାୟୀ ଦୃଷ୍ଟି ଦେବାକୁ ପଦ୍ମପୁରବାସୀ ଦାବି କରିଛନ୍ତି। ପ୍ରଶାସନର ଏହି ତ୍ୱରିତ ପଦକ୍ଷେପ ପାଇଁ ସ୍ଥାନୀୟ ଜନସାଧାରଣ ଧନ୍ୟବାଦ ଜଣାଇଛନ୍ତି।

More news from ଓଡ଼ିଶା and nearby areas
  • ଆଜି ପଦ୍ମପୁର ବ୍ଲକ୍ ଆଖୁସିଂ ପଞ୍ଚାୟତର ସଉରା ଆମ୍ବକୁଲା ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମାଁ ଗ୍ରାମଦେବୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ୍ ସଭାପତି ଶ୍ରୀ ମାଝି ଶବର ଏବଂ ସାଂସଦ ପ୍ରତିନିଧି ଏମ୍. ସୁରେଶ୍ କୁମାର (ନାନାଜୀ)ଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ଭକ୍ତିମୟ ଗାନ ଓ ପାରମ୍ପରିକ ରୀତିନୀତି ମଧ୍ୟରେ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଏହି ଶୁଭ କାର୍ଯ୍ୟ ସମ୍ପନ୍ନ ହୋଇଛି।
    1
    ଆଜି ପଦ୍ମପୁର ବ୍ଲକ୍ ଆଖୁସିଂ ପଞ୍ଚାୟତର ସଉରା ଆମ୍ବକୁଲା ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମାଁ ଗ୍ରାମଦେବୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ୍ ସଭାପତି ଶ୍ରୀ ମାଝି ଶବର ଏବଂ ସାଂସଦ ପ୍ରତିନିଧି ଏମ୍. ସୁରେଶ୍ କୁମାର (ନାନାଜୀ)ଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ଭକ୍ତିମୟ ଗାନ ଓ ପାରମ୍ପରିକ ରୀତିନୀତି ମଧ୍ୟରେ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଏହି ଶୁଭ କାର୍ଯ୍ୟ ସମ୍ପନ୍ନ ହୋଇଛି।
    user_Gunupur Updates
    Gunupur Updates
    Local News Reporter ଗୁଣୁପୁର, ରାୟଗଡା, ଓଡ଼ିଶା•
    20 min ago
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    2 hrs ago
  • ଅଦ୍ୟ ତା. 20/04/2026 ରିଖ ଆମ କଳିଙ୍ଗ ସମ୍ବାଦ ନିୟୁଜ ଚାନେଲ ର ନିମାପଡା ପ୍ରତିନିଧି ଦିପୁ ରଞ୍ଜନ ବେହେରା ନିମାପଡ଼ା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା ର ଉନ୍ନତି କରଣ କାମ ବୁଲି ଦେଖିଛନ୍ତି। ରାସ୍ତା ରେ ଠିକାଦାର ଅଠା ମାଟି ପକାଇ ଥିବା ଯୋଗୁଁ ଅଳ୍ପ ଝିପି ଝିପି ବର୍ଷା ରେ ରାସ୍ତା ରେ କାଦୁଅ ହୋଇଯାଉଛି। ଯାତାୟାତ ପାଇଁ ଜନସାଧାରଣ ହଇରାଣ ହରକତ ହେଉଛନ୍ତି।ଚାଲି କରି ଯିବା ଆସିବା ବ୍ୟକ୍ତି ମାନେ ମଧ୍ୟ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ଏଣୁ ବିଭାଗୀୟ ଅଧିକାରୀ ଏଥି ପ୍ରତି ଧ୍ୟାନ ଦେଇ ନିମାପଡା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା କାମ ର ଉନ୍ନତି କରଣ ତୁରନ୍ତ ସମାପ୍ତ କଲେ ଜନସାଧାରଣ ଙ୍କ ଯାତାୟାତ ରେ ସୁବିଧା ହେବ ବୋଲି ଦାବୀ କରିଛନ୍ତି। ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    1
    ଅଦ୍ୟ ତା. 20/04/2026 ରିଖ ଆମ କଳିଙ୍ଗ ସମ୍ବାଦ ନିୟୁଜ ଚାନେଲ ର ନିମାପଡା ପ୍ରତିନିଧି ଦିପୁ ରଞ୍ଜନ ବେହେରା 
ନିମାପଡ଼ା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା ର ଉନ୍ନତି କରଣ କାମ ବୁଲି ଦେଖିଛନ୍ତି। ରାସ୍ତା ରେ ଠିକାଦାର ଅଠା ମାଟି ପକାଇ ଥିବା ଯୋଗୁଁ ଅଳ୍ପ ଝିପି ଝିପି ବର୍ଷା ରେ ରାସ୍ତା ରେ କାଦୁଅ ହୋଇଯାଉଛି। ଯାତାୟାତ ପାଇଁ ଜନସାଧାରଣ ହଇରାଣ ହରକତ ହେଉଛନ୍ତି।ଚାଲି କରି ଯିବା ଆସିବା ବ୍ୟକ୍ତି ମାନେ ମଧ୍ୟ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ଏଣୁ ବିଭାଗୀୟ ଅଧିକାରୀ ଏଥି ପ୍ରତି ଧ୍ୟାନ ଦେଇ ନିମାପଡା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା କାମ ର ଉନ୍ନତି କରଣ ତୁରନ୍ତ ସମାପ୍ତ କଲେ ଜନସାଧାରଣ ଙ୍କ ଯାତାୟାତ ରେ ସୁବିଧା ହେବ ବୋଲି ଦାବୀ କରିଛନ୍ତି।
ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର
    user_OWNER-EDITOR
    OWNER-EDITOR
    Association or organisation ତୁମୁଡ଼ିବନ୍ଧ, କନ୍ଧମାଳ, ଓଡ଼ିଶା•
    28 min ago
  • ଭାରତ ର ଶିକ୍ଷ୍ୟା ବ୍ୟବସ୍ତା କୁ ଦୁର୍ବଳ କରି ନେତା ମନ୍ତ୍ରୀ ମାନେ ସେମାନଙ୍କ ପିଲ୍ଲାଙ୍କୁ ବିଦେଶ ରେ ପାଠ ପଢାଉଛନ୍ତି ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଭାରତ ର ଶିକ୍ଷ୍ୟା ବ୍ୟବସ୍ତା କୁ ଦୁର୍ବଳ କରି ନେତା ମନ୍ତ୍ରୀ ମାନେ ସେମାନଙ୍କ ପିଲ୍ଲାଙ୍କୁ ବିଦେଶ ରେ ପାଠ ପଢାଉଛନ୍ତି ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    9 hrs ago
  • ଅଜିତ୍ ପାତ୍ରଙ୍କ ଜନ୍ମଦିନରେ ରକ୍ତଦାନ ଶିବିର ୬୪ ୟୁନିଟ୍ ରକ୍ତ ସଂଗ୍ରହ ସମାଜସେବୀ ତଥା ମଡେଲର ଏସ୍ ଅଜିତ୍ ପାତ୍ର ଙ୍କ ପ୍ରତି ବର୍ଷ ଜନ୍ମଦିନ ଅବସରରେ ବିଶାଳ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମକୁ ଆସିଥିବା ଅତିଥି ମାନଙ୍କୁ ଶ୍ରୀ ପାତ୍ର ଫୁଲତୋଡ଼ା ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ବ୍ରହ୍ମପୁର ରକ୍ତଭଣ୍ଡାରେ ରକ୍ତ ଅଭାବ ଥିବା ଯୋଗୁଁ ଏହା ମହାନ୍ କାର୍ଯ୍ୟରୁ ଆଖି ଆଗରେ ରଖି ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ନେଇ ସମାଜସେବୀ ଶ୍ରୀ ପାତ୍ର କହିଛନ୍ତି l ସମାଜ ର ମଙ୍ଗଳ ପାଇଁ ହାତ ବଢ଼େଇ ଥିବା ଶ୍ରୀ ପାତ୍ର ଙ୍କୁ ଅଞ୍ଚଳ ବାସି ଖୁବ୍ ପ୍ରଶଂସା କରିଥିବା ସାଧାରଣ ଲୋକଙ୍କ ମଧ୍ୟ ଖୁବ୍ ଚର୍ଚ୍ଚା କରାଯାଇଥିବା ଦେଖିବାକୁ ମିଳିଛି।
    1
    ଅଜିତ୍ ପାତ୍ରଙ୍କ ଜନ୍ମଦିନରେ ରକ୍ତଦାନ ଶିବିର ୬୪ ୟୁନିଟ୍ ରକ୍ତ ସଂଗ୍ରହ
ସମାଜସେବୀ ତଥା ମଡେଲର ଏସ୍ ଅଜିତ୍ ପାତ୍ର ଙ୍କ ପ୍ରତି ବର୍ଷ ଜନ୍ମଦିନ ଅବସରରେ ବିଶାଳ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି।
ଉକ୍ତ କାର୍ଯ୍ୟକ୍ରମକୁ ଆସିଥିବା ଅତିଥି ମାନଙ୍କୁ ଶ୍ରୀ ପାତ୍ର ଫୁଲତୋଡ଼ା ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। 
ବ୍ରହ୍ମପୁର ରକ୍ତଭଣ୍ଡାରେ ରକ୍ତ ଅଭାବ ଥିବା ଯୋଗୁଁ ଏହା ମହାନ୍ କାର୍ଯ୍ୟରୁ ଆଖି ଆଗରେ ରଖି ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ନେଇ ସମାଜସେବୀ ଶ୍ରୀ ପାତ୍ର କହିଛନ୍ତି l
ସମାଜ ର ମଙ୍ଗଳ ପାଇଁ ହାତ ବଢ଼େଇ ଥିବା ଶ୍ରୀ ପାତ୍ର ଙ୍କୁ ଅଞ୍ଚଳ ବାସି ଖୁବ୍ ପ୍ରଶଂସା କରିଥିବା ସାଧାରଣ ଲୋକଙ୍କ ମଧ୍ୟ ଖୁବ୍ ଚର୍ଚ୍ଚା କରାଯାଇଥିବା ଦେଖିବାକୁ ମିଳିଛି।
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    11 hrs ago
  • ନାଲକୋ ପକ୍ଷରୁ ପଞ୍ଚପଟ୍ଟମାଳି ବକ୍ସାଇଟ ଖଣି ପାରିପାର୍ଶ୍ବିକ ଗ୍ରାମକୁ ନେଇ ଭଲିବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖଣି ଅଞ୍ଚଳ ପାର୍ଶ୍ୱବର୍ତ୍ତୀ ଗ୍ରାମ ଗୁଡିକରୁ ୨୪ଟି ଟିମ୍ ଅଂଶଗ୍ରହଣ କରିଥିଲେ। ୧୯ ତାରିଖ ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଗୁଞିଗୁଡାକୁ ହରାଇ ଉପର ରଙ୍ଗପାଣି ଟିମ୍ ଚମ୍ପିୟାନ ହୋଇଥିଲା। ନାଲକୋ ସିଏମଡି ବ୍ରିଜେନ୍ଦ୍ର ପ୍ରତାପ ସିଂହ,ଇଡି ଅମରେନ୍ଦ୍ର କୁମାର ମିଶ୍ର ଓ ଭି.ଏସ୍.ଏସ୍.ଆନନ୍ଦ,ସିଜିଏମ ପୁରୁଷୋତ୍ତମ ମହନ୍ତ,ସିଆଇଏସଏଫ ସିନିଅର କମାଣ୍ଡାଣ୍ଟ ସତ୍ୟଦେବ ଆର୍ଯ୍ୟଙ୍କ ସମେତ ନାଲକୋର ବିଭିନ୍ନ ବିଭାଗୀୟ ମୁଖ୍ୟ ଏବଂ ଖଣି ଅଞ୍ଚଳରୁ ଅଧିକାରୀ ମାନେ ଯୋଗଦେଇ ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରିଥିବା ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ। ଶିକ୍ଷା, ସ୍ବାସ୍ଥ୍ୟସେବା ସହ କ୍ରୀଡା ମାଧ୍ୟମରେ ସାମାଜିକ ସମ୍ପର୍କକୁ ସୁଦୃଢ଼ କରିବା ଏବଂ ଯୁବ ବିକାଶକୁ ପ୍ରୋତ୍ସାହିତ କରିବା ନାଲକୋର ଏହା ଏକ ବିଶେଷ ପଦକ୍ଷେପ ଓ ପ୍ରତିବଦ୍ଧତା ବୋଲି ସିଏମଡ଼ି ଶ୍ରୀ ସିଂହ ମତବ୍ୟକ୍ତ କରିଥିଲେ।
    1
    ନାଲକୋ ପକ୍ଷରୁ ପଞ୍ଚପଟ୍ଟମାଳି ବକ୍ସାଇଟ ଖଣି ପାରିପାର୍ଶ୍ବିକ ଗ୍ରାମକୁ ନେଇ ଭଲିବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖଣି ଅଞ୍ଚଳ ପାର୍ଶ୍ୱବର୍ତ୍ତୀ ଗ୍ରାମ ଗୁଡିକରୁ ୨୪ଟି ଟିମ୍ ଅଂଶଗ୍ରହଣ କରିଥିଲେ। ୧୯ ତାରିଖ ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଗୁଞିଗୁଡାକୁ ହରାଇ ଉପର ରଙ୍ଗପାଣି ଟିମ୍ ଚମ୍ପିୟାନ ହୋଇଥିଲା। ନାଲକୋ ସିଏମଡି ବ୍ରିଜେନ୍ଦ୍ର ପ୍ରତାପ ସିଂହ,ଇଡି ଅମରେନ୍ଦ୍ର କୁମାର ମିଶ୍ର ଓ ଭି.ଏସ୍.ଏସ୍.ଆନନ୍ଦ,ସିଜିଏମ ପୁରୁଷୋତ୍ତମ ମହନ୍ତ,ସିଆଇଏସଏଫ ସିନିଅର କମାଣ୍ଡାଣ୍ଟ ସତ୍ୟଦେବ ଆର୍ଯ୍ୟଙ୍କ ସମେତ ନାଲକୋର ବିଭିନ୍ନ ବିଭାଗୀୟ ମୁଖ୍ୟ ଏବଂ ଖଣି ଅଞ୍ଚଳରୁ ଅଧିକାରୀ ମାନେ ଯୋଗଦେଇ ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରିଥିବା ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ। ଶିକ୍ଷା, ସ୍ବାସ୍ଥ୍ୟସେବା ସହ କ୍ରୀଡା ମାଧ୍ୟମରେ ସାମାଜିକ ସମ୍ପର୍କକୁ ସୁଦୃଢ଼ କରିବା ଏବଂ ଯୁବ ବିକାଶକୁ ପ୍ରୋତ୍ସାହିତ କରିବା ନାଲକୋର ଏହା ଏକ ବିଶେଷ ପଦକ୍ଷେପ ଓ ପ୍ରତିବଦ୍ଧତା ବୋଲି ସିଏମଡ଼ି ଶ୍ରୀ ସିଂହ ମତବ୍ୟକ୍ତ କରିଥିଲେ।
    user_Manas Ranjan Kar
    Manas Ranjan Kar
    Insurance Agent ଦାମନଯୋଡି, କୋରାପୁଟ, ଓଡ଼ିଶା•
    18 hrs ago
  • ରାଜନଗର ଠାରେ ବିଜୁ ପଟ୍ଟନାୟକ ଙ୍କ ୨୯ ତମ ତିରୋଧାନ ଦିବସ ପାଳିତ
    1
    ରାଜନଗର ଠାରେ ବିଜୁ ପଟ୍ଟନାୟକ ଙ୍କ ୨୯ ତମ ତିରୋଧାନ ଦିବସ ପାଳିତ
    user_TV5ODIA 9556605993
    TV5ODIA 9556605993
    ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    22 hrs ago
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    2 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.