logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମଣିଷ ଭୂଲିଗଲା ମାନବିକତା ନିରିହ ମାଙ୍କଡକୁ ମାରି ଜମିରେ ଟାଙ୍ଗି ଦେଲା ମଣିଷ । ଗଂଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଗୋବିନ୍ଦପୁର ଗ୍ରାମର ଘଟଣା । #ganjam #kabisuryanagar

2 days ago
user_Ganjam Khabar
Ganjam Khabar
Journalist Kabisuryanagar, Ganjam•
2 days ago
c2215ec6-d539-4e6b-b324-359953824ddd

ମଣିଷ ଭୂଲିଗଲା ମାନବିକତା ନିରିହ ମାଙ୍କଡକୁ ମାରି ଜମିରେ ଟାଙ୍ଗି ଦେଲା ମଣିଷ । ଗଂଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଗୋବିନ୍ଦପୁର ଗ୍ରାମର ଘଟଣା । #ganjam #kabisuryanagar

More news from Ganjam and nearby areas
  • ପୋଲସରା ବ୍ଲକ ଅନ୍ତର୍ଗତ ବାଲିଛାଇ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ। ୧୦ ଜଣ ଚାଷୀଙ୍କ ପ୍ରାୟ ୨୦ ଏକର ଧାନ ପୋଡ଼ି ପାଉଁଶ ହୋଇଗଲା। ନିଆଁ ଲାଗିବାର କାରଣ ଅସ୍ପଷ୍ଟ, ବର୍ଷକର ଖାଦ୍ୟ ନଷ୍ଟ ହୋଇଥିବାରୁ କ୍ଷତିପୂରଣ ପାଇଁ ଦାବି।
    1
    ପୋଲସରା ବ୍ଲକ ଅନ୍ତର୍ଗତ ବାଲିଛାଇ ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ। 
୧୦ ଜଣ ଚାଷୀଙ୍କ ପ୍ରାୟ ୨୦ ଏକର ଧାନ ପୋଡ଼ି ପାଉଁଶ ହୋଇଗଲା।
ନିଆଁ ଲାଗିବାର କାରଣ ଅସ୍ପଷ୍ଟ, ବର୍ଷକର ଖାଦ୍ୟ ନଷ୍ଟ ହୋଇଥିବାରୁ କ୍ଷତିପୂରଣ ପାଇଁ ଦାବି।
    user_Ganjam Khabar
    Ganjam Khabar
    Journalist Polasara, Ganjam•
    19 hrs ago
  • ଗଞ୍ଜାମ ଜିଲ୍ଲା କଂଗ୍ରେସ କମିଟି (ପଶ୍ଚିମ) କାର୍ଯ୍ୟାଳୟ ଠାରେ ଆୟୋଜିତ ହୋଇଥିବା ସାମ୍ବାଦିକ ସମ୍ମିଳନୀ ରମେଶ ଜେନା ବିଧାୟକ ସାନଖେମୁଣ ବିଧାୟକ କାର୍ଯ୍ୟକ୍ରମରେ ଯୋଗଦାନ l ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଗଞ୍ଜାମ ଜିଲ୍ଲା କଂଗ୍ରେସ କମିଟି (ପଶ୍ଚିମ) କାର୍ଯ୍ୟାଳୟ ଠାରେ ଆୟୋଜିତ ହୋଇଥିବା ସାମ୍ବାଦିକ ସମ୍ମିଳନୀ ରମେଶ ଜେନା ବିଧାୟକ ସାନଖେମୁଣ ବିଧାୟକ  କାର୍ଯ୍ୟକ୍ରମରେ ଯୋଗଦାନ l ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    Reporter ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    21 min ago
  • ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗ ତରଫରୁ ପାଣି ପଞ୍ଚାୟତ ପକ୍ଷ -୨୦୨୬ ସାରା ରାଜ୍ୟରେ ପାଳନ ହେଉଥିବା ବେଳେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ବ୍ରହ୍ମପୁର ଖୁଦ୍ର ଜଳସେଚନ ବିଭାଜନ ୧ ଗଞ୍ଜାମ ଆନୁକୂଲ୍ୟରେ ମହୁରୀ କାଳୁଆ ମନ୍ଦିର ପ୍ରାଙ୍ଗଣରେ ପାଣି ପଞ୍ଚାୟତ ପକ୍ଷ ପାଳିତ #live_odisha_news_update #published_from #Brahamapur #kukudakhandi
    1
    ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗ ତରଫରୁ ପାଣି ପଞ୍ଚାୟତ ପକ୍ଷ -୨୦୨୬ ସାରା ରାଜ୍ୟରେ ପାଳନ ହେଉଥିବା ବେଳେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ବ୍ରହ୍ମପୁର ଖୁଦ୍ର ଜଳସେଚନ ବିଭାଜନ ୧ ଗଞ୍ଜାମ ଆନୁକୂଲ୍ୟରେ ମହୁରୀ କାଳୁଆ ମନ୍ଦିର ପ୍ରାଙ୍ଗଣରେ ପାଣି ପଞ୍ଚାୟତ ପକ୍ଷ ପାଳିତ 
#live_odisha_news_update #published_from #Brahamapur #kukudakhandi
    user_Live Odisha NewsUpdate District reporter
    Live Odisha NewsUpdate District reporter
    Reporter ବ୍ରହ୍ମପୁର ସଦର, ଗଞ୍ଜାମ, ଓଡ଼ିଶା•
    20 hrs ago
  • Post by Jay kala _ jay Kalinga
    1
    Post by Jay kala _ jay Kalinga
    user_Jay kala _ jay Kalinga
    Jay kala _ jay Kalinga
    Badagada, Ganjam•
    21 hrs ago
  • ରାଇପଦା ନିକଟରେ ବାଘ - ହାତୀ ପରେ ବାଘ ଭାୟ - ଜଙ୍ଗଲକୁ ନଯିବା କୁ ସତର୍କ କଲା ବନବିଭାଗ- ଜି.ଉଦୟଗିରି,୧୦/୦୧(ଚିନ୍ମୟ କୁମାର ସେଠୀ) କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତ ମୁଣ୍ଡାମାଲାଙ୍ଗ ନିକଟରେ ଏକ ଚିତା ବାଘ ବୁଲୁଥିବା ବେଳେ ସିସି ଟିଭି କ୍ୟାମେରାରେ କଏଦ୍ ହୋଇଥିବା ଦେଖିବାକୁ ମିଳିଛି। ବାଘ ବୁଲୁଥିବା ଘଟଣା ପ୍ରସାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ଆତଙ୍କ ଖେଳିଯାଇଛି। ଲୋକ ଙ୍କ ମଧ୍ୟରେ ଭୟର ବାତାବରଣ ଦେଖି ସ୍ଥାନୀୟ ବନବିଭାଗ ଲୋକଙ୍କୁ ଭୟଭୀତ ନ ହେବା ପାଇଁ ସତର୍କ ରହିବା ପାଇଁ ସଚେତନ କରିଛନ୍ତି ।
    2
    ରାଇପଦା ନିକଟରେ ବାଘ - ହାତୀ ପରେ ବାଘ ଭାୟ -
ଜଙ୍ଗଲକୁ ନଯିବା କୁ ସତର୍କ କଲା ବନବିଭାଗ-
ଜି.ଉଦୟଗିରି,୧୦/୦୧(ଚିନ୍ମୟ କୁମାର ସେଠୀ) କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତ ମୁଣ୍ଡାମାଲାଙ୍ଗ  ନିକଟରେ ଏକ ଚିତା ବାଘ ବୁଲୁଥିବା ବେଳେ ସିସି ଟିଭି କ୍ୟାମେରାରେ କଏଦ୍ ହୋଇଥିବା ଦେଖିବାକୁ ମିଳିଛି। ବାଘ ବୁଲୁଥିବା ଘଟଣା ପ୍ରସାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ଆତଙ୍କ ଖେଳିଯାଇଛି। ଲୋକ ଙ୍କ ମଧ୍ୟରେ ଭୟର ବାତାବରଣ ଦେଖି ସ୍ଥାନୀୟ ବନବିଭାଗ ଲୋକଙ୍କୁ ଭୟଭୀତ ନ ହେବା ପାଇଁ ସତର୍କ ରହିବା ପାଇଁ ସଚେତନ କରିଛନ୍ତି ।
    user_CHINMAYA KUMAR SETHI
    CHINMAYA KUMAR SETHI
    Journalist ଜି. ଉଦୟଗିରି, କନ୍ଧମାଳ, ଓଡ଼ିଶା•
    17 hrs ago
  • କଳିଙ୍ଗା ଘାଟିର ବଗିଚାରେ ବାଘ
    1
    କଳିଙ୍ଗା ଘାଟିର ବଗିଚାରେ ବାଘ
    user_Samanta Sekhar Nayak
    Samanta Sekhar Nayak
    Journalist G.Udayagiri, Kandhamal•
    23 hrs ago
  • ବ୍ଲକ ସ୍ତରୀୟ ନାମଲେଖା ଓ ଅନୁସ୍ଥାପନ ପାଠ୍ୟକ୍ରମ ଉଦଘାଟନ ଗଜପତି ଜିଲ୍ଲା ମୋହନା ବ୍ଲକ ଚନ୍ଦ୍ରଗିରି ବାଳକ ଉଚ୍ଚ ବିଦ୍ୟାଳୟ ସ୍ଥିତ ରାଜ୍ୟ ମୁକ୍ତ ବିଦ୍ୟାଳୟ & ଜାତୀୟ ମୁକ୍ତ ବିଦ୍ୟାଳୟ ଅନୁଷ୍ଠାନ ରେ ବ୍ଲକ ସ୍ତରୀୟ ମେଗା ନାମଲେଖା ଓ ଅନୁସ୍ଥାପନ ପାଠ୍ୟକ୍ରମ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ଉଦଘାଟନ କାର୍ଯ୍ୟକ୍ରମ ରେ ଜିଲ୍ଲାର ବିଭିନ୍ନ କୋଣ ଅନୁକୋଣ ରୁ 60 ଜଣ ଛାତ୍ର ଛାତ୍ରୀ ନାମ ଲେଖାଇ ଶିକ୍ଷାର ମୁଖ୍ୟସ୍ରୋତ ରେ ସାମିଲ ହୋଇଛନ୍ତି l ଯେଉଁମାନେ ଅଧାରୁ ପାଠ ଛାଡି ଦେଇଥିଲେ ସେହି ଛାତ୍ର ଛାତ୍ରୀ ମାନେ ସରକାର ଙ୍କ ଦ୍ୱାରା ସ୍ଥାପିତ ରାଜ୍ୟ ମୁକ୍ତ ବିଦ୍ୟାଳୟ ମାଧ୍ୟମରେ ସିଧାସଳଖ ମାଟ୍ରିକ & ଯୁକ୍ତ ୨ ଶିକ୍ଷାରେ ନାମ ଲେଖାଇ ପୁଣି ମୁଖ୍ୟ ସ୍ରୋତରେ ସାମିଲ ହେବାର ସୁଯୋଗ ରହିଛି l ଏନେଇ ଛାତ୍ର ଛାତ୍ରୀ ଓ କାର୍ଯ୍ୟକ୍ରମ ରେ ଯୋଗଦେଇଥିବା ଶତାଧିକ ଅବିଭାବକ ଙ୍କୁ ଅବଗତ କରାଇଥିଲେ ଅତିଥି ମାନେ l ଏହି କାର୍ଯ୍ୟକ୍ରମ ରେ ଗଜପତି ଜିଲ୍ଲା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଏସ.ଗିରିଧର, ବ୍ଲକ ଶିକ୍ଷାଧିକାରୀ ନରେନ୍ଦ୍ର କୁମାର ବେହେରା, ଚନ୍ଦ୍ରଗିରି ବାଳକ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ବିନତି ନାଏକ ଯୋଗଦେଇଥିବା ବେଳେ ଅଧାରୁ ପାଠ ଛାଡିଥିବା ଚତୁର୍ଥ ଶ୍ରେଣୀ ପାସ କରିଥିବା ଛାତ୍ର ଛାତ୍ରୀ ଚନ୍ଦ୍ରଗିରି ସ୍ଥିତ ରାଜ୍ୟ ମୁକ୍ତ ବିଦ୍ୟାଳୟ ମାଧ୍ୟମରେ ସିଧାସଳଖ ଦଶମ & ଯୁକ୍ତ ୨ ଶ୍ରେଣୀ ରେ ନାମ ଲେଖାଇ ପରୀକ୍ଷା ଦେଇପାରିବେ ବୋଲି କହିଛନ୍ତି l ଏହି କାର୍ଯ୍ୟକ୍ରମ କୁ ରାଜ୍ୟ ମୁକ୍ତ ବିଦ୍ୟାଳୟ ଦାୟିତ୍ୱ ରେ ଥିବା ଶିକ୍ଷୟିତ୍ରୀ ସୁନିତା ଭୂୟାଁ ପରିଚାଳନା କରିଥିବା ବେଳେ ଶିକ୍ଷକ ଏମ. ଦିଲ୍ଲୀପ କୁମାର, ସିଲୁ ପ୍ରଧାନ, ଗୌତମୀ ପରିଡ଼ା, ଚିନୁସ୍ମିତା ପ୍ରଧାନ, ରଶ୍ମିତା କାର୍ଜୀ, ସୁଶାନ୍ତ କୁମାର ପ୍ରଧାନ, ବିଶ୍ଵନାଥ ପାଇକ, ମଦନ ମୋହନ ଦଣ୍ଡସେନା, ଜିତେନ ନାୟକ,ମୋନାଲିସା ବିଶ୍ଵାଳ,କେଦାର ଗୌରୀ ସାହୁ, ଅଶୋକ କୁମାର ବୈଠାରୁ,ଗାୟତ୍ରୀ ପାଇକ ସହଯୋଗ କରିଥିଲେ l
    1
    ବ୍ଲକ ସ୍ତରୀୟ ନାମଲେଖା ଓ ଅନୁସ୍ଥାପନ ପାଠ୍ୟକ୍ରମ ଉଦଘାଟନ 
ଗଜପତି ଜିଲ୍ଲା ମୋହନା ବ୍ଲକ ଚନ୍ଦ୍ରଗିରି ବାଳକ ଉଚ୍ଚ ବିଦ୍ୟାଳୟ ସ୍ଥିତ ରାଜ୍ୟ ମୁକ୍ତ ବିଦ୍ୟାଳୟ &  ଜାତୀୟ ମୁକ୍ତ ବିଦ୍ୟାଳୟ ଅନୁଷ୍ଠାନ ରେ ବ୍ଲକ ସ୍ତରୀୟ ମେଗା ନାମଲେଖା ଓ ଅନୁସ୍ଥାପନ ପାଠ୍ୟକ୍ରମ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ଉଦଘାଟନ କାର୍ଯ୍ୟକ୍ରମ ରେ ଜିଲ୍ଲାର ବିଭିନ୍ନ କୋଣ ଅନୁକୋଣ ରୁ 60 ଜଣ ଛାତ୍ର ଛାତ୍ରୀ ନାମ ଲେଖାଇ ଶିକ୍ଷାର ମୁଖ୍ୟସ୍ରୋତ ରେ ସାମିଲ ହୋଇଛନ୍ତି l ଯେଉଁମାନେ ଅଧାରୁ ପାଠ ଛାଡି ଦେଇଥିଲେ  ସେହି ଛାତ୍ର ଛାତ୍ରୀ ମାନେ  ସରକାର ଙ୍କ ଦ୍ୱାରା ସ୍ଥାପିତ ରାଜ୍ୟ ମୁକ୍ତ ବିଦ୍ୟାଳୟ ମାଧ୍ୟମରେ ସିଧାସଳଖ ମାଟ୍ରିକ & ଯୁକ୍ତ ୨ ଶିକ୍ଷାରେ ନାମ ଲେଖାଇ ପୁଣି ମୁଖ୍ୟ ସ୍ରୋତରେ ସାମିଲ ହେବାର ସୁଯୋଗ ରହିଛି l ଏନେଇ ଛାତ୍ର ଛାତ୍ରୀ ଓ କାର୍ଯ୍ୟକ୍ରମ ରେ ଯୋଗଦେଇଥିବା ଶତାଧିକ ଅବିଭାବକ ଙ୍କୁ ଅବଗତ କରାଇଥିଲେ ଅତିଥି ମାନେ l ଏହି କାର୍ଯ୍ୟକ୍ରମ ରେ ଗଜପତି ଜିଲ୍ଲା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଏସ.ଗିରିଧର, ବ୍ଲକ ଶିକ୍ଷାଧିକାରୀ ନରେନ୍ଦ୍ର କୁମାର ବେହେରା, ଚନ୍ଦ୍ରଗିରି ବାଳକ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ବିନତି ନାଏକ ଯୋଗଦେଇଥିବା ବେଳେ ଅଧାରୁ ପାଠ ଛାଡିଥିବା ଚତୁର୍ଥ ଶ୍ରେଣୀ ପାସ କରିଥିବା ଛାତ୍ର ଛାତ୍ରୀ  ଚନ୍ଦ୍ରଗିରି ସ୍ଥିତ ରାଜ୍ୟ ମୁକ୍ତ ବିଦ୍ୟାଳୟ ମାଧ୍ୟମରେ ସିଧାସଳଖ ଦଶମ &  ଯୁକ୍ତ ୨ ଶ୍ରେଣୀ ରେ ନାମ ଲେଖାଇ ପରୀକ୍ଷା ଦେଇପାରିବେ ବୋଲି କହିଛନ୍ତି l ଏହି କାର୍ଯ୍ୟକ୍ରମ କୁ ରାଜ୍ୟ ମୁକ୍ତ ବିଦ୍ୟାଳୟ ଦାୟିତ୍ୱ ରେ ଥିବା ଶିକ୍ଷୟିତ୍ରୀ ସୁନିତା ଭୂୟାଁ ପରିଚାଳନା କରିଥିବା ବେଳେ ଶିକ୍ଷକ ଏମ. ଦିଲ୍ଲୀପ କୁମାର, ସିଲୁ ପ୍ରଧାନ, ଗୌତମୀ ପରିଡ଼ା, ଚିନୁସ୍ମିତା ପ୍ରଧାନ, ରଶ୍ମିତା କାର୍ଜୀ, ସୁଶାନ୍ତ କୁମାର ପ୍ରଧାନ, ବିଶ୍ଵନାଥ ପାଇକ, ମଦନ ମୋହନ ଦଣ୍ଡସେନା, ଜିତେନ ନାୟକ,ମୋନାଲିସା ବିଶ୍ଵାଳ,କେଦାର ଗୌରୀ ସାହୁ, ଅଶୋକ କୁମାର ବୈଠାରୁ,ଗାୟତ୍ରୀ ପାଇକ ସହଯୋଗ କରିଥିଲେ l
    user_GUMMA UPDATE NEWS
    GUMMA UPDATE NEWS
    Journalist ସେରଙ୍ଗୋ, ଗଜପତି, ଓଡ଼ିଶା•
    1 hr ago
  • #ANM_ଦିଦିଙ୍କ_ଔଦ୍ଧତ୍ୟ_ସାମ୍ବାଦିକଙ୍କୁ_ଦୁର୍ବ୍ୟବହାର ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ମେଡିକାଲରେ ANM ଦିଦିଙ୍କ ଔଦ୍ଧତ୍ୟ। ମେଡିକାଲରେ ଡାକ୍ତର ଅଭାବ ନେଇ ଖବର ସଂଗ୍ରହ କରିବାକୁ ଯାଇଥିବା ସାମ୍ବାଦିକଙ୍କୁ ଦୁର୍ବ୍ୟବହାର । ୪ଟି ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିଙ୍କୁ ନାଲି ଆଖି ଦେଖାଇବା ସହ ମାଡ ମାରିବାକୁ ଧମକ । #Ganjam #ANM #Journalist #Misbehaviour #Odisha
    1
    #ANM_ଦିଦିଙ୍କ_ଔଦ୍ଧତ୍ୟ_ସାମ୍ବାଦିକଙ୍କୁ_ଦୁର୍ବ୍ୟବହାର
ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ମେଡିକାଲରେ ANM ଦିଦିଙ୍କ ଔଦ୍ଧତ୍ୟ। ମେଡିକାଲରେ ଡାକ୍ତର ଅଭାବ ନେଇ ଖବର ସଂଗ୍ରହ କରିବାକୁ ଯାଇଥିବା ସାମ୍ବାଦିକଙ୍କୁ ଦୁର୍ବ୍ୟବହାର । ୪ଟି ବୈଦ୍ୟୁତିକ  ଗଣମାଧ୍ୟମର ପ୍ରତିନିଧିଙ୍କୁ ନାଲି ଆଖି ଦେଖାଇବା ସହ ମାଡ ମାରିବାକୁ ଧମକ । 
#Ganjam #ANM #Journalist #Misbehaviour #Odisha
    user_Ganjam Khabar
    Ganjam Khabar
    Journalist Purusottampur, Ganjam•
    20 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.