Shuru
Apke Nagar Ki App…
#ଆଜି_ପ୍ରଫେଟ_ମହମ୍ମଦଙ୍କ_ଜୟନ୍ତୀ ପବିତ୍ର ପ୍ରଫେଟ ମହମ୍ମଦଙ୍କ ଜୟନ୍ତୀ ପାଇଁ ସଜେଇ ହୋଇଛି ଭାଇଚାରାର ସହର କଟକ। ଆଜି ପାଳିତ ହେଉଛି 'ଜଶନ-ଏ-ଇଦ୍-ଏ-ମିଲାଦ-ଉନ୍-ନବୀ'। ଏଥିପାଇଁ ଐତିହାସିକ କଦମ-ଏ-ରସୁଲ୍ ପରିସରରେ କରାଯାଇଛି ବ୍ୟାପକ ପ୍ରସ୍ତୁତି। ରଙ୍ଗବେରଙ୍ଗର ଆଲୋକମାଳା ଓ ଆକର୍ଷଣୀୟ ତୋରଣରେ ଝଲସୁଛି ପୂରା ଅଞ୍ଚଳ। The city of Cuttack has been beautifully decorated for Jashn-e-Eid-e-Milad-un-Nabi, marking the birth anniversary of Prophet Muhammad. #Cuttack #EidEMilad #MiladUnNabi #JashneEidEMilad #KadamERasool #CuttackNews #Odisha #OdishaNews #otv
GANESH PANlGRAHl
#ଆଜି_ପ୍ରଫେଟ_ମହମ୍ମଦଙ୍କ_ଜୟନ୍ତୀ ପବିତ୍ର ପ୍ରଫେଟ ମହମ୍ମଦଙ୍କ ଜୟନ୍ତୀ ପାଇଁ ସଜେଇ ହୋଇଛି ଭାଇଚାରାର ସହର କଟକ। ଆଜି ପାଳିତ ହେଉଛି 'ଜଶନ-ଏ-ଇଦ୍-ଏ-ମିଲାଦ-ଉନ୍-ନବୀ'। ଏଥିପାଇଁ ଐତିହାସିକ କଦମ-ଏ-ରସୁଲ୍ ପରିସରରେ କରାଯାଇଛି ବ୍ୟାପକ ପ୍ରସ୍ତୁତି। ରଙ୍ଗବେରଙ୍ଗର ଆଲୋକମାଳା ଓ ଆକର୍ଷଣୀୟ ତୋରଣରେ ଝଲସୁଛି ପୂରା ଅଞ୍ଚଳ। The city of Cuttack has been beautifully decorated for Jashn-e-Eid-e-Milad-un-Nabi, marking the birth anniversary of Prophet Muhammad. #Cuttack #EidEMilad #MiladUnNabi #JashneEidEMilad #KadamERasool #CuttackNews #Odisha #OdishaNews #otv
More news from ଓଡ଼ିଶା and nearby areas
- ଭଞ୍ଜନଗରରେ ସାଙ୍ଗଠନିକ ଜିଲ୍ଲା ସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା... #ଭଞ୍ଜନଗର #ତିରଙ୍ଗାଯାତ୍ରା #ତିରଙ୍ଗାଶୋଭାଯାତ୍ରା #ସ୍ୱାଧୀନତାଦିବସ #ଦେଶପ୍ରେମ #ଜାତୀୟଏକତା #ହରଘରତିରଙ୍ଗା #ଆମତିରଙ୍ଗା #ଘୁମୁସର #ଭଞ୍ଜନଗରଖବର #ଗଞ୍ଜାମଖବର #OdishaNews #Bhanjanagar #GanjamNews #TirangaYatra #IndependenceDay #HarGharTiranga #ProudIndian 🇮🇳1
- ତ୍ରିରଙ୍ଗା ରେ ତ୍ରିରଙ୍ଗା ଛଳନା ରଙ୍ଗରେ ସାରା ଦୁନିଆ ରଙ୍ଗା1
- ବୁଗୁଡ଼ା ୱାର୍ଡ଼ ନଂ 12 ରେ ଅବସ୍ଥିତ ମା ସନ୍ତୋଷୀ ମନ୍ଦିର ମାଆ ଙ୍କ ମନ୍ଦିର ର କିଛି ଦୃଶ୍ୟ1
- ଗଜପତି ଜିଲ୍ଲା କାଶୀନଗର ବ୍ଲକ ର ଏକ ପଂଚାୟତ ର ବିଦ୍ୟାଳୟ ରେ ତେଲୁଗୁ ସିନିମା ସୁଟିଙ୍ଗି ହେଇଥିବା ବେଳେ ପ୍ରଶାସନ ର ବିନା ଅନୁମତି ରେ କିପରି ହେଲା ଫୁଣି ସରପଞ୍ଚ ନିଜେ ଭାଇରଲ କଲେ1
- ଗଞ୍ଜାମ ଗୋଳାବନ୍ଧର ମହିଳାମାନେ ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧି ଭାବବିହ୍ୱଳ ପରିବେଶ ମଧ୍ୟରେ ସ୍ୱାଗତ ଜଣାଇଥିଲେ ଗଞ୍ଜାମ ଜିଲ୍ଲା ଗୋଳାବନ୍ଧଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୋଳାବନ୍ଧର ୧,୩୭୧ଟି ବିସ୍ଥାପିତ ପରିବାର ପାଇଁ ୭୫ କୋଟି ୬୦ ଲକ୍ଷ ୩୦ ହଜାର ଟଙ୍କାର ଏକ ସ୍ୱତନ୍ତ୍ର ପୁନର୍ବାସ ଓ ଥଇଥାନ (R&R) ପ୍ୟାକେଜ୍ ଘୋଷଣା କରିବା ସହ ଏହାର ଶୁଭାରମ୍ଭ କରିଛନ୍ତି। ଏହାସହିତ ଛେଳିଗଡ଼ ମଧ୍ୟମ ଜଳସେଚନ ପ୍ରକଳ୍ପର ବିସ୍ଥାପିତ ୧୧୨ଟି ପରିବାରଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୯୬ଟି ପରିବାରକୁ ଘରବାରି ଓ ଚାଷଜମିର ପଟ୍ଟା ବଣ୍ଟନ କରାଯାଇଛି। କାର୍ଯ୍ୟକ୍ରମର ଆରମ୍ଭରେ ଗୋଳାବନ୍ଧର ମହିଳାମାନେ ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧି ଭାବବିହ୍ୱଳ ପରିବେଶ ମଧ୍ୟରେ ସ୍ୱାଗତ ଜଣାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ମଞ୍ଚ ଉପରେ ନିଜ ହାତରେ ହିତାଧିକାରୀଙ୍କୁ ଜମି ପଟ୍ଟା ପ୍ରଦାନ କରିଥିଲେ। #Live_odisha_News_update #FacebookPage1
- ନୟାଗଡ଼ରେ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପାଇଁ ଆନ୍ଦୋଳନ ବେଳେ ଉତ୍ତେଜନା ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଉତ୍ତେଜନା1
- ବେଲଗୁଣ୍ଠା : ୨୮ ଦିନ ହେଲା ଛୋଟ ଶିଶୁ ପେଟରେ ରହିଛି ଲୁହା କଣ୍ଟା,ଚଢିଆପଲ୍ଲି ଢେପ ସାହି ରୁ ଦେଖିବାକୁ ମିଳିଛି ଘଟଣା, ଦେଖନ୍ତୁ ପୁରା ଖବର ତିନି ବର୍ଷ ର ପିଲା ପେଟରେ ରହିଛି ଲୁହା କଣ୍ଟା । ଦିନେକି ଦୁଇ ଦିନ ନୁହେଁ ଦୀର୍ଘ ୨୮ ଦିନ ହେଲା ପେଟରେ ରହିଛି ଲୁହା କଣ୍ଟା ।ଏଭଳି ଘଟଣା ସାମନାକୁ ଆସିଛି ଗଞ୍ଜାମ ବେଲଗୁଣ୍ଠା ବ୍ଲକ ଚଢିଆପଲ୍ଲି ଢେପ ସାହି ରୁ ।ତୋଫାନ ଜେନାଙ୍କ ସାନ ପୁଅ ଆକାଶ ଗତ ଜୁଲାଇ ମାସ ୨୯ ତାରିଖରେ ଖେଳୁଥିବା ସମୟରେ ଏକ ଦୁଇ ଇଞ୍ଚ ଲୁହା କଣ୍ଟା ଗୋଟାଇ ତାକୁ ଢୁକି ଦେଇଥିଲା ।ପୁଅ ବାପା ଙ୍କୁ ଲୁହା କଣ୍ଟା ଖାଇଥିବା କଥା କହିବା ପରେ ବିଚଳିତ ହୋଇ ପଡ଼ିଥିଲେ ପୁରା ପରିବାର ।ପୁଅକୁ ନେଇ ଭଞ୍ଜନଗର ମେଡିକାଲରେ ଏକ୍ସ ରେ କରିବା ପରେ ପେଟରେ ଲୁହା କଣ୍ଟା ଥିବା ଦେଖି ଡାକ୍ତର ବ୍ରହ୍ମପୁର ମେଡିକାଲ କୁ ସ୍ଥାନାନ୍ତର କରିଥିଲେ ।ହେଲେ ସେଠାରେ ମଧ୍ୟ ଡାକ୍ତର ଏକ୍ସରେ କରାଇ ଦେଖିବା ପରେ ଝାଡ଼ା ଦ୍ୱାରା ବାହାରିବ କହି ଘରକୁ ଫେରାଇ ଦେଇଛନ୍ତି ।ଅନ୍ୟପଟେ ଆଜି ଯାଏଁ ଆକାଶର ପେଟରେ ଲୁହା କଣ୍ଟାଟି ରହିଥିବାରୁ ପରିବାର ଓ ସାହି ପଡୋଶୀ ତାର ଉନ୍ନତ କରାଇବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି ।1
- ବ୍ରହ୍ମପୁରରେ ଜୁଆ ଆଡ୍ଡା ଉପରେ ବଡ଼ବଜାର ପୋଲିସର ଚଢ଼ାଉ। ଗୁପ୍ତ ସୂଚନା ଆଧାରରେ କାଳୁପାତ୍ର ସାହିର ଏକ ଭଡ଼ା ଘରର ତୃତୀୟ ମହଲାରେ ଚାଲିଥିବା ଜୁଆ ଆସର ଉପରେ ରେଡ୍ କରାଯାଇଥିଲା। ଘଟଣାସ୍ଥଳରୁ ୭ ଜଣଙ୍କୁ ଗିରଫ କରାଯାଇଛି। ପୋଲିସ ₹୩ ଲକ୍ଷ ୯୪ ହଜାର ୧୫୦ ନଗଦ ଟଙ୍କା, ୫ଟି ବାଇକ୍, ୭ଟି ଦାମୀ ମୋବାଇଲ୍ ଫୋନ୍ ଓ ତାସ୍ ଜବତ କରିଛି। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। #BerhampurNews #GanjamNews #OdishaNews #PoliceRaid #GamblingRaid #OdishaBreakingNews #CrimeNews #Brahmapur #Ganjam #Odisha1