Shuru
Apke Nagar Ki App…
ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ଦେଲେ ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲଦାରଙ୍କ ଉପରେ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ। କୋରେଇ ଥାନା ମିନାବଜାର ଛକ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଲଘୁ ଖଣିଜ ଲୁଟ୍ ହେଉଥିବା ନେଇ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ସମୟରେ ବ୍ୟାସନଗର ତହସିଲଦାରଙ୍କ ଉପରେ ଟ୍ରାକ୍ଟର ଚଢ଼ାଇ ଦେଲେ ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ କୋରେଇ ମେଡ଼ିକାଲରେ ଭର୍ତ୍ତି ହେଲେ ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡା।
SOUMYA RANJAN

More news from Odisha and nearby areas
- ମନ୍ଦିର ସେବାୟତଙ୍କୁ ଅଜଣା ନମ୍ବରରୁ ଧମକପୂର୍ଣ୍ଣ SMS ଆସିଛି। ୫୦ ଲକ୍ଷ ଟଙ୍କା ଫୋନ୍ ପେ'ରେ ନ ପଠାଇଲେ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି।1
- Post by Manoj kumar baliyarsingh4
- Post by Rajesh Samantaray1
- Post by ନିମାଇଁ ଚରଣ ମହାରଣା1
- Farmers welfare and empowerment in WB brings new look.1
- Post by Darbar Tv1
- Post by Sibanava Panda1
- ତହସିଲଦାରଙ୍କ ଉପରେ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ। କୋରେଇ ଥାନା ମିନାବଜାର ଛକ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଲଘୁ ଖଣିଜ ଲୁଟ୍ ହେଉଥିବା ନେଇ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ସମୟରେ ବ୍ୟାସନଗର ତହସିଲଦାରଙ୍କ ଉପରେ ଟ୍ରାକ୍ଟର ଚଢ଼ାଇ ଦେଲେ ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ କୋରେଇ ମେଡ଼ିକାଲରେ ଭର୍ତ୍ତି ହେଲେ ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡା।1