logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

#P24NewsExpress #BreakingNews #JanjgirChampa #Pamgarh #SchoolNews #Chhattisgarh #Education #PoliceInvestigation #LatestNews #P24NewsExpress #BreakingNews #JanjgirChampa #Pamgarh #SchoolNews #Chhattisgarh #Education #PoliceInvestigation #LatestNews

3 hrs ago
user_Anuj Shrma
Anuj Shrma
Voice of people Ainthapali, Sambalpur•
3 hrs ago

#P24NewsExpress #BreakingNews #JanjgirChampa #Pamgarh #SchoolNews #Chhattisgarh #Education #PoliceInvestigation #LatestNews #P24NewsExpress #BreakingNews #JanjgirChampa #Pamgarh #SchoolNews #Chhattisgarh #Education #PoliceInvestigation #LatestNews

More news from ଓଡ଼ିଶା and nearby areas
  • #ସ୍ୱର୍ଗତ_ସୁଶାନ୍ତ_ସିଂ_ଙ୍କୁ_ନେଇ_ଲୋକଙ୍କ_ପ୍ରତିକ୍ରିୟା ସୁଶାନ୍ତ ସିଂ ଥିଲେ ଅତ୍ୟନ୍ତ ସରଳ ଓ ଶାନ୍ତ ସ୍ୱଭାବର। #ସ୍ୱର୍ଗତ_ସୁଶାନ୍ତ_ସିଂ_ଙ୍କୁ_ନେଇ_ଲୋକଙ୍କ_ପ୍ରତିକ୍ରିୟା ସୁଶାନ୍ତ ସିଂ ଥିଲେ ଅତ୍ୟନ୍ତ ସରଳ ଓ ଶାନ୍ତ ସ୍ୱଭାବର। ଛୋଟ ଦିନରୁ ସମାଜ ପାଇଁ କାମ କରିବାକୁ ସେ ଆଗେଇ ଆସିଥିଲେ । ଜିରୋ ରୁ ହିରୋ ସାଜିଥିଲେ ସୁଶାନ୍ତ। ଗରିବ ଅସହାୟ ଲୋକଙ୍କ ପାଇଁ ସେ ଥିଲେ ସାହାରା। ତାଙ୍କ ଅକାଳ ବିୟୋଗରେ ମର୍ମାହତ ଲକ୍ଷ ଲକ୍ଷ ଜନତା ।
    1
    #ସ୍ୱର୍ଗତ_ସୁଶାନ୍ତ_ସିଂ_ଙ୍କୁ_ନେଇ_ଲୋକଙ୍କ_ପ୍ରତିକ୍ରିୟା 
ସୁଶାନ୍ତ ସିଂ ଥିଲେ ଅତ୍ୟନ୍ତ ସରଳ ଓ ଶାନ୍ତ ସ୍ୱଭାବର।
#ସ୍ୱର୍ଗତ_ସୁଶାନ୍ତ_ସିଂ_ଙ୍କୁ_ନେଇ_ଲୋକଙ୍କ_ପ୍ରତିକ୍ରିୟା 
ସୁଶାନ୍ତ ସିଂ ଥିଲେ ଅତ୍ୟନ୍ତ ସରଳ ଓ ଶାନ୍ତ ସ୍ୱଭାବର। ଛୋଟ ଦିନରୁ ସମାଜ ପାଇଁ କାମ କରିବାକୁ ସେ ଆଗେଇ ଆସିଥିଲେ । ଜିରୋ ରୁ ହିରୋ ସାଜିଥିଲେ ସୁଶାନ୍ତ। ଗରିବ ଅସହାୟ ଲୋକଙ୍କ ପାଇଁ ସେ ଥିଲେ ସାହାରା। 
ତାଙ୍କ ଅକାଳ ବିୟୋଗରେ ମର୍ମାହତ ଲକ୍ଷ ଲକ୍ଷ ଜନତା ।
    user_Bargarh TV
    Bargarh TV
    Local News Reporter ବରଗଡ଼, ବରଗଡ଼, ଓଡ଼ିଶା•
    15 hrs ago
  • #ସାରର_ବ୍ୟାପକ_କଳାବଜାରୀ_ଏବଂ_ସମବାୟ_ସଂସ୍ଥା_ଚୁରମାର୍_ହୋଇଯାଇଛି_ଏହି_ସାରଳାର_ରେ... - ଅମିୟ ପଟ୍ଟନାୟକ ଅଧ୍ୟକ୍ଷ ପିସିସି ସମବାୟ କଣ କହୁଛନ୍ତି ଟିକେ ଶୁଣନ୍ତୁ #rishitv #highlightseveryone #PCC #congressnews #viralreelsシ #farmer #problem
    1
    #ସାରର_ବ୍ୟାପକ_କଳାବଜାରୀ_ଏବଂ_ସମବାୟ_ସଂସ୍ଥା_ଚୁରମାର୍_ହୋଇଯାଇଛି_ଏହି_ସାରଳାର_ରେ...
 - ଅମିୟ ପଟ୍ଟନାୟକ ଅଧ୍ୟକ୍ଷ ପିସିସି ସମବାୟ କଣ କହୁଛନ୍ତି ଟିକେ ଶୁଣନ୍ତୁ
#rishitv #highlightseveryone #PCC #congressnews 
#viralreelsシ #farmer #problem
    user_Ranjan hota
    Ranjan hota
    Sonepur, Odisha•
    18 hrs ago
  • ବୌଦ୍ଧ ଅବକାରୀ ମୋବାଇଲ୍ ସ୍କ୍ଵାଡ ପକ୍ଷରୁ ପିକପ୍ ସହ 100 କେଜି ଗଞ୍ଜେଇ ଜବତ୍
    1
    ବୌଦ୍ଧ ଅବକାରୀ ମୋବାଇଲ୍ ସ୍କ୍ଵାଡ ପକ୍ଷରୁ ପିକପ୍ ସହ 100 କେଜି ଗଞ୍ଜେଇ ଜବତ୍
    user_Satyajit Panda
    Satyajit Panda
    Journalist ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    1 hr ago
  • ବୌଦ୍ଧରେ ବାଲ୍ୟ ବିବାହ ନିରାକରଣ ପାଇଁ ଜିଲ୍ଲାସ୍ତରୀୟ ତାଲିମ କାର୍ଯ୍ୟକ୍ରମ :-ବାଲ୍ୟ ବିବାହ ମୁକ୍ତ ବୌଦ୍ଧ, ସୁରକ୍ଷିତ ଶୈଶବ ସଶକ୍ତ ଭବିଷ୍ୟତ ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ। ବୌଦ୍ଧ: ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ "ଜିଲ୍ଲା ରଣନୀତିକ କାର୍ଯ୍ୟସୂଚୀ-୨୦୨୬" (District Strategic Action Plan - 2026) ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ବାଲ୍ୟବିବାହର ସମ୍ପୂର୍ଣ୍ଣ ନିରାକରଣ ପାଇଁ ଉଦ୍ଦିଷ୍ଟ "ଜିଲ୍ଲା କାର୍ଯ୍ୟସୂଚୀ" ର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ମିଳିତ ସମାବେଶରେ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO) ଶ୍ରୀମତୀ ସାଗରିକା ଦତ୍ତ ଉପସ୍ଥିତ ସମସ୍ତ ଅତିଥି ତଥା ଅଧିକାରୀମାନଙ୍କୁ ଆନୁଷ୍ଠାନିକ ସ୍ୱାଗତ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଶ୍ରୀ ଘାସିରାମ ପଣ୍ଡା , ୟୁନି ସେଫ୍ ପରାମର୍ଶଦାତା ରିସୋର୍ସ ପର୍ସନ ଭାବେ ଯୋଗଦେଇ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷା କରି କେମିତି ଜିଲ୍ଲା ରୁ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବିଲୁପ୍ତ ହେବ ଏହା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ବାଲ୍ୟବିବାହ ଜିଲ୍ଲା ସଂଯୋଜକ ଅକ୍ଷୟ ସିଂହ ଏହି ସମଗ୍ର ବୈଠକକୁ ପରିଚାଳନା କରିଥିଲେ। ବୌଦ୍ଧ "ଜିଲ୍ଲା ମହିଳା ସଶକ୍ତିକରଣ କେନ୍ଦ୍ର" (DHEW) ର ସକ୍ରିୟ ସମନ୍ୱୟ ଏବଂ ସହଯୋଗରେ ଏହି କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପନ୍ନ ହୋଇଛି। ଜିଲ୍ଲାରୁ ବାଲ୍ୟବିବାହ ଭଳି ପ୍ରଥାକୁ ସମ୍ପୂର୍ଣ୍ଣ ରୂପେ ଦୂର କରିବା ପାଇଁ ସମସ୍ତ ଲାଇନ ଡିପାର୍ଟମେଣ୍ଟ ନିଜ ନିଜ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଏହି ମିଳିତ ସଭାରେ ସ୍ଥିର କରିଛନ୍ତିl ଏହି କାର୍ଯ୍ୟକ୍ରମରେ ଡିସିପିଓ ରାହୁଲ ପ୍ରଧାନ, ପୋଲିସ ଅଧିକାରୀ ବାସୁଦେବ ଭୋଇ, ଡିପିସି ମମତା ଆଶିଷ ମହାନ୍ତି, ସମସ୍ତ ସିଡିପିଓ, ସୁପରଭାଇଜର, ଅଧ୍ୟକ୍ଷ CWC ପ୍ରମୋଦ ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ଡିପିଓ ସୁଦାମ ଚରଣ ସାମଲ, ଡିସି ବାଲ୍ୟ ବିବାହ ଅକ୍ଷୟ କୁମାର ସିଂ, ଡିସି ହବ ସୁଜାତା ପାଣିଗ୍ରାହୀ, ଡିପିସି ମିଶନ ଶକ୍ତି ରଶ୍ମି ରଞ୍ଜନ ସେଠୀ,ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ,ବିଭିନ୍ନ ଉଚ୍ଚବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଯୋଗଦାନ କରିଥିଲା। କାର୍ଯ୍ୟକ୍ରମ ଶେଷରେ ପ୍ରୋଗ୍ରାମ ଅଫିସର ଶ୍ରୀମତୀ ରୀନା ମହାନ୍ତି ଉପସ୍ଥିତ ସମସ୍ତ ଅତିଥି, ଅଧିକାରୀ ଏବଂ ଅଂଶଗ୍ରହଣକାରୀମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।
    3
    ବୌଦ୍ଧରେ ବାଲ୍ୟ ବିବାହ ନିରାକରଣ ପାଇଁ ଜିଲ୍ଲାସ୍ତରୀୟ ତାଲିମ କାର୍ଯ୍ୟକ୍ରମ
 :-ବାଲ୍ୟ ବିବାହ ମୁକ୍ତ ବୌଦ୍ଧ, ସୁରକ୍ଷିତ ଶୈଶବ ସଶକ୍ତ ଭବିଷ୍ୟତ ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ।
ବୌଦ୍ଧ: ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ  ଅଧ୍ୟକ୍ଷତାରେ "ଜିଲ୍ଲା ରଣନୀତିକ କାର୍ଯ୍ୟସୂଚୀ-୨୦୨୬" (District Strategic Action Plan - 2026) ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ବାଲ୍ୟବିବାହର ସମ୍ପୂର୍ଣ୍ଣ ନିରାକରଣ ପାଇଁ ଉଦ୍ଦିଷ୍ଟ "ଜିଲ୍ଲା କାର୍ଯ୍ୟସୂଚୀ" ର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ମିଳିତ ସମାବେଶରେ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO) ଶ୍ରୀମତୀ ସାଗରିକା ଦତ୍ତ ଉପସ୍ଥିତ ସମସ୍ତ ଅତିଥି ତଥା ଅଧିକାରୀମାନଙ୍କୁ ଆନୁଷ୍ଠାନିକ ସ୍ୱାଗତ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଶ୍ରୀ ଘାସିରାମ ପଣ୍ଡା , ୟୁନି ସେଫ୍ ପରାମର୍ଶଦାତା 
ରିସୋର୍ସ ପର୍ସନ ଭାବେ ଯୋଗଦେଇ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷା କରି କେମିତି ଜିଲ୍ଲା ରୁ ବାଲ୍ୟ ବିବାହ ସମ୍ପୂର୍ଣ୍ଣ  ବିଲୁପ୍ତ ହେବ  ଏହା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ବାଲ୍ୟବିବାହ ଜିଲ୍ଲା ସଂଯୋଜକ ଅକ୍ଷୟ ସିଂହ ଏହି ସମଗ୍ର ବୈଠକକୁ ପରିଚାଳନା  କରିଥିଲେ। ବୌଦ୍ଧ "ଜିଲ୍ଲା ମହିଳା ସଶକ୍ତିକରଣ କେନ୍ଦ୍ର" (DHEW) ର ସକ୍ରିୟ ସମନ୍ୱୟ ଏବଂ ସହଯୋଗରେ ଏହି କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପନ୍ନ ହୋଇଛି। ଜିଲ୍ଲାରୁ ବାଲ୍ୟବିବାହ ଭଳି ପ୍ରଥାକୁ ସମ୍ପୂର୍ଣ୍ଣ ରୂପେ ଦୂର କରିବା ପାଇଁ ସମସ୍ତ ଲାଇନ ଡିପାର୍ଟମେଣ୍ଟ ନିଜ ନିଜ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଏହି ମିଳିତ ସଭାରେ ସ୍ଥିର କରିଛନ୍ତିl ଏହି କାର୍ଯ୍ୟକ୍ରମରେ ଡିସିପିଓ ରାହୁଲ ପ୍ରଧାନ, ପୋଲିସ ଅଧିକାରୀ ବାସୁଦେବ ଭୋଇ, ଡିପିସି ମମତା ଆଶିଷ ମହାନ୍ତି,  ସମସ୍ତ ସିଡିପିଓ, ସୁପରଭାଇଜର, ଅଧ୍ୟକ୍ଷ CWC ପ୍ରମୋଦ ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ଡିପିଓ ସୁଦାମ ଚରଣ ସାମଲ, ଡିସି ବାଲ୍ୟ ବିବାହ ଅକ୍ଷୟ କୁମାର ସିଂ, ଡିସି ହବ ସୁଜାତା ପାଣିଗ୍ରାହୀ, ଡିପିସି ମିଶନ ଶକ୍ତି ରଶ୍ମି ରଞ୍ଜନ ସେଠୀ,ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ,ବିଭିନ୍ନ ଉଚ୍ଚବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଯୋଗଦାନ କରିଥିଲା।
କାର୍ଯ୍ୟକ୍ରମ ଶେଷରେ ପ୍ରୋଗ୍ରାମ ଅଫିସର ଶ୍ରୀମତୀ ରୀନା ମହାନ୍ତି ଉପସ୍ଥିତ ସମସ୍ତ ଅତିଥି, ଅଧିକାରୀ ଏବଂ ଅଂଶଗ୍ରହଣକାରୀମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।
    user_RABINDRA PATTNAIK
    RABINDRA PATTNAIK
    Social worker ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    10 hrs ago
  • ବୌଦ୍ଧରେ ୧୦୦ କେଜି ଗଞ୍ଜେଇ ସହ ବୋଲେରୋ ପିକଅପ୍ ଜବତ୍, ଡ୍ରାଇଭର ଫେରାର ବୌଦ୍ଧ: ବୌଦ୍ଧ ଜିଲ୍ଲା ବାଉଁଶୁଣି ଡାକ ବଙ୍ଗଳା ନିକଟରେ ବୌଦ୍ଧ ଅବକାରୀ ମୋବାଇଲ୍ ସ୍କ୍ୱାଡ୍ ପକ୍ଷରୁ ଚଢ଼ାଉ କରାଯାଇ ଏକ ବୋଲେରୋ ପିକଅପ୍ ଗାଡ଼ିରୁ ପ୍ରାୟ ୧୦୦ କେଜି ଗଞ୍ଜେଇ ଜବତ କରାଯାଇଛି। ସୂଚନା ଅନୁସାରେ, ସନ୍ଦେହଜନକ ଭାବେ ରାସ୍ତା କଡ଼ରେ ଠିଆ ହୋଇଥିବା ବୋଲେରୋ ପିକଅପ୍ ଉପରେ ଅବକାରୀ ଅଧିକାରୀମାନେ ଚଢ଼ାଉ କରିଥିଲେ। ତଲାସି ବେଳେ ଗାଡ଼ି ଭିତରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହେବା ସହ ଗାଡ଼ିଟିକୁ ମଧ୍ୟ ସିଜ୍ କରାଯାଇଛି। ତେବେ ଚଢ଼ାଉ ସମୟରେ ଗାଡ଼ିର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏନେଇ ବୌଦ୍ଧ ଅବକାରୀ ବିଭାଗ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।
    1
    ବୌଦ୍ଧରେ ୧୦୦ କେଜି ଗଞ୍ଜେଇ ସହ ବୋଲେରୋ ପିକଅପ୍ ଜବତ୍, ଡ୍ରାଇଭର ଫେରାର
ବୌଦ୍ଧ: ବୌଦ୍ଧ ଜିଲ୍ଲା ବାଉଁଶୁଣି ଡାକ ବଙ୍ଗଳା ନିକଟରେ ବୌଦ୍ଧ ଅବକାରୀ ମୋବାଇଲ୍ ସ୍କ୍ୱାଡ୍ ପକ୍ଷରୁ ଚଢ଼ାଉ କରାଯାଇ ଏକ ବୋଲେରୋ ପିକଅପ୍ ଗାଡ଼ିରୁ ପ୍ରାୟ ୧୦୦ କେଜି ଗଞ୍ଜେଇ ଜବତ କରାଯାଇଛି। ସୂଚନା ଅନୁସାରେ, ସନ୍ଦେହଜନକ ଭାବେ ରାସ୍ତା କଡ଼ରେ ଠିଆ ହୋଇଥିବା ବୋଲେରୋ ପିକଅପ୍ ଉପରେ ଅବକାରୀ ଅଧିକାରୀମାନେ ଚଢ଼ାଉ କରିଥିଲେ। ତଲାସି ବେଳେ ଗାଡ଼ି ଭିତରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହେବା ସହ ଗାଡ଼ିଟିକୁ ମଧ୍ୟ ସିଜ୍ କରାଯାଇଛି।
ତେବେ ଚଢ଼ାଉ ସମୟରେ ଗାଡ଼ିର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏନେଇ ବୌଦ୍ଧ ଅବକାରୀ ବିଭାଗ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।
    user_Ranjan Kumar Dash
    Ranjan Kumar Dash
    ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    11 hrs ago
  • #P24NewsExpress #BreakingNews #JanjgirChampa #Pamgarh #SchoolNews #Chhattisgarh #Education #PoliceInvestigation #LatestNews #P24NewsExpress #BreakingNews #JanjgirChampa #Pamgarh #SchoolNews #Chhattisgarh #Education #PoliceInvestigation #LatestNews
    1
    #P24NewsExpress #BreakingNews #JanjgirChampa #Pamgarh #SchoolNews #Chhattisgarh #Education #PoliceInvestigation #LatestNews


#P24NewsExpress #BreakingNews #JanjgirChampa #Pamgarh #SchoolNews #Chhattisgarh #Education #PoliceInvestigation #LatestNews
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    3 hrs ago
  • ବର୍ଷାରେ ଭାଙ୍ଗିଗଲା ଶହ ଶହ ଘର, ବଡ଼ ସମସ୍ୟାରେ ଥିଲେ ଚକରକେନ୍ଦ ଗାଁ ଲୋକେ, ବର୍ଷାରେ ଭାଙ୍ଗିଗଲା ଶହ ଶହ ଘର, ବଡ଼ ସମସ୍ୟାରେ ଥିଲେ ଚକରକେନ୍ଦ ଗାଁ ଲୋକେ, ପ୍ରଶାସନ ଅଧିକାରୀଙ୍କୁ ଧରି ପହଁଚିଲେ ବରଗଡ଼ ବିଧାୟକ..ଦେଖନ୍ତୁ.....
    1
    ବର୍ଷାରେ ଭାଙ୍ଗିଗଲା ଶହ ଶହ ଘର, ବଡ଼ ସମସ୍ୟାରେ ଥିଲେ ଚକରକେନ୍ଦ ଗାଁ ଲୋକେ,
ବର୍ଷାରେ ଭାଙ୍ଗିଗଲା ଶହ ଶହ ଘର, ବଡ଼ ସମସ୍ୟାରେ ଥିଲେ ଚକରକେନ୍ଦ ଗାଁ ଲୋକେ, ପ୍ରଶାସନ ଅଧିକାରୀଙ୍କୁ ଧରି ପହଁଚିଲେ ବରଗଡ଼ ବିଧାୟକ..ଦେଖନ୍ତୁ.....
    user_Bargarh TV
    Bargarh TV
    Local News Reporter ବରଗଡ଼, ବରଗଡ଼, ଓଡ଼ିଶା•
    20 hrs ago
  • ସୋନପୁର ସମ୍ବଲପୁର ମୁଖ୍ୟ ରାସ୍ତାର ବଡ଼ମାଳ ଖେଳପଡିଆ ନିକଟରେ ବାଇକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି ସୋନପୁର ସମ୍ବଲପୁର ମୁଖ୍ୟ ରାସ୍ତାର ବଡ଼ମାଳ ଖେଳପଡିଆ ନିକଟରେ ବାଇକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି l ମୃତ ଯୁବକ ଜଣକ ଅଇଁଲାଛାଟର ଗ୍ରାମର ରାଜେନ୍ଦ୍ର ରଣା ବୋଲି ଜଣାପଡିଛି l ରାଜେନ୍ଦ୍ର ଏକ ସାଇକିଲ ଯୋଗେ ଘରକୁ ଯାଉଥିଲେ l ସେହି ସମୟରେ ଦ୍ରୁତ ଗତିରେ ଯାଉଥିବା ଏକ ବାଇକ ସାଇକଲର ପଛ ପଟେ ଧକ୍କା ଦେଇଥିଲା l ଫଳରେ ସେ ଛିଟିକି ପଡ଼ିଥିଲେ l ଘଟଣା ସ୍ଥଳରୁ ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ଏମ୍ବୁଲାନ୍ସ ଯୋଗେ ଉଲୁଣ୍ଡା ଡାକ୍ତର ଖାନାରେ ଭର୍ତି କରିଥିଲେ l ମାତ୍ର ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ରାଜେନ୍ଦ୍ରଙ୍କୁ ମୃତ ଘୋଷଣା କରିଥିଲେ l ଧକ୍କା ଦେଇ ଫେରାର ମାରୁଥିବା ବାଇକ ଚାଳକଙ୍କୁ ସ୍ଥାନୀୟ ଲୋକେ ଅଟକ ରଖି ମାଡ ମାରିବା ସହ ପୁଲିସକୁ ଖବର ଦେଇଥିଲେ l ଘଟଣା ସ୍ଥଳରୁ ବାଇକରେ ଥିବା ଅନ୍ୟ ଜଣେ ଯୁବକ ଫେରାର ମାରିଥିଲା l ପୁଲିସ ଘଟଣା ସ୍ଥଳରେ ପହଞ୍ଚି ବାଇକ ଚାଳକଙ୍କୁ ଆମ୍ବୁଲାନ୍ସ ଯୋଗେ ଆଣି ଡାକ୍ତର ଖାନାରେ ଭର୍ତ୍ତି କରିଥିଲେ l ଡାକ୍ତରଖାନାରେ ପୋଲିସ ଶବ ଜବତ କରିବା ସହ ଅଧିକ ତଦନ୍ତ କରୁଥିବା ଜଣାପଡିଛି l
    1
    ସୋନପୁର ସମ୍ବଲପୁର ମୁଖ୍ୟ ରାସ୍ତାର ବଡ଼ମାଳ ଖେଳପଡିଆ ନିକଟରେ ବାଇକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି 
ସୋନପୁର ସମ୍ବଲପୁର ମୁଖ୍ୟ ରାସ୍ତାର ବଡ଼ମାଳ ଖେଳପଡିଆ ନିକଟରେ ବାଇକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି l ମୃତ ଯୁବକ ଜଣକ ଅଇଁଲାଛାଟର ଗ୍ରାମର ରାଜେନ୍ଦ୍ର ରଣା ବୋଲି ଜଣାପଡିଛି l ରାଜେନ୍ଦ୍ର ଏକ ସାଇକିଲ ଯୋଗେ ଘରକୁ ଯାଉଥିଲେ l ସେହି ସମୟରେ ଦ୍ରୁତ ଗତିରେ ଯାଉଥିବା ଏକ ବାଇକ ସାଇକଲର  ପଛ ପଟେ ଧକ୍କା ଦେଇଥିଲା l ଫଳରେ ସେ ଛିଟିକି ପଡ଼ିଥିଲେ l  ଘଟଣା ସ୍ଥଳରୁ ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ଏମ୍ବୁଲାନ୍ସ ଯୋଗେ ଉଲୁଣ୍ଡା ଡାକ୍ତର ଖାନାରେ ଭର୍ତି କରିଥିଲେ l ମାତ୍ର ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ରାଜେନ୍ଦ୍ରଙ୍କୁ ମୃତ ଘୋଷଣା କରିଥିଲେ l ଧକ୍କା ଦେଇ ଫେରାର ମାରୁଥିବା ବାଇକ ଚାଳକଙ୍କୁ ସ୍ଥାନୀୟ ଲୋକେ ଅଟକ ରଖି ମାଡ ମାରିବା  ସହ ପୁଲିସକୁ ଖବର ଦେଇଥିଲେ l ଘଟଣା ସ୍ଥଳରୁ ବାଇକରେ ଥିବା ଅନ୍ୟ ଜଣେ ଯୁବକ ଫେରାର ମାରିଥିଲା l ପୁଲିସ ଘଟଣା ସ୍ଥଳରେ ପହଞ୍ଚି ବାଇକ ଚାଳକଙ୍କୁ ଆମ୍ବୁଲାନ୍ସ ଯୋଗେ ଆଣି ଡାକ୍ତର ଖାନାରେ ଭର୍ତ୍ତି କରିଥିଲେ l ଡାକ୍ତରଖାନାରେ ପୋଲିସ ଶବ ଜବତ କରିବା ସହ ଅଧିକ ତଦନ୍ତ କରୁଥିବା ଜଣାପଡିଛି l
    user_BINKA KHABAR
    BINKA KHABAR
    ବିନିକା, ସୋନପୁର, ଓଡ଼ିଶା•
    23 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.