Shuru
Apke Nagar Ki App…
ସ୍ୱତନ୍ତ୍ର ସଘନ ସଂଶୋଧନ SIR ପାଇଁ ନିର୍ବାଚନ ଅଧିକାରୀଙ୍କ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ ରାଜ୍ୟରେ ହେବାକୁ ଥିବା ଆଗାମୀ ସ୍ୱତନ୍ତ୍ର ସଘନ ସଂଶୋଧନ ଏସ ଆଇ ଆର କାର୍ଯ୍ୟକ୍ରମକୁ ସୁଚାରୁ ଭାବେ କାର୍ଯ୍ୟନ୍ବୟ କରିବା ଉଦ୍ଦେଶ୍ୟରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି
ମାନସ କୁମାର ଦାସ

More news from ଓଡ଼ିଶା and nearby areas
- ଥାନା ଆଗରେ ମୃତଦେହ ରଖି ଧାରଣା ନିମାପଡ଼ା ପୋଲିସ୍ ର ନିର୍ଯ୍ୟାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ ନ୍ୟାୟ ଦାବିରେ ଥାନା ଆଗରେ ମୃତଦେହ ରଖି ବସିଲେ ଶତାଧିକ ଗ୍ରାମବାସୀ ନାବାଳିକା ଅପହରଣ ଅଭିଯୋଗରେ ପୋଲିସ ଡ଼ିହବାରୀର ଜଣଙ୍କୁ ଆଣିଥିଲା ପୋଲିସ ଥାନାକୁ ଆଣି ଯୁବକଙ୍କୁ ପଚରାଉଚରା କରି ଛାଡ଼ି ଦେଇଥିଲା ଆଜି ସକାଳେ ଗାଁ ପଡ଼ିଆର ଏକ ଗଛରୁ ଝୁଲନ୍ତା ମୃତଦେହ ମିଳିବାରୁ ସନ୍ଦେହ ପୋଲିସର ନିର୍ଯାତନାରୁ ଆତ୍ମହତ୍ୟା ଅଭିଯୋଗ କଲେ ପରିବାର ଲୋକେ1
- ଘରୋଇ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇଲା ବିଜେଡି..ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକରେ ଥାଳି ଗିନା ବାଡେଇ ପ୍ରତିବାଦ କଲା ଦଳ l1
- ପୁରୀ ଜିଲ୍ଲା ନିମାପଡ଼ା ରେ ଅଭାବନୀୟ ଘଟଣା। ପୋଲିସ ହେପାଜତରୁ ଗଲାପରେ ଯୁବକଙ୍କ ଆତ୍ମହତ୍ୟା। ଥାନା ଆଗରେ ଶବ ରଖି ପ୍ରତିବାଦ କଲେ ପରିବାର ଲୋକେ। ନାବାଳିକା ଅପହରଣ ମାମଲାରେ ପଚରାଉଚରା କରିଥିଲା ପୋଲିସ୍।2
- Post by NEWS MANORANJAN1
- Post by Gagan Bhoi1
- Post by Manoj kumar baliyarsingh4
- Post by Rajesh Samantaray1
- Post by ମାନସ କୁମାର ଦାସ1