Shuru
Apke Nagar Ki App…
ପ୍ରଗତି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଏବଂ ଶାରିରୀକ ଶିକ୍ଷା ଶିକ୍ଷକମାନଙ୍କର ବାର୍ଷିକ ସାଧାରଣ ଅଧିବେଶନ
SAROJ KUMAR SAHU
ପ୍ରଗତି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଏବଂ ଶାରିରୀକ ଶିକ୍ଷା ଶିକ୍ଷକମାନଙ୍କର ବାର୍ଷିକ ସାଧାରଣ ଅଧିବେଶନ
More news from ଓଡ଼ିଶା and nearby areas
- ଗତ କିଛି ଦିନର ପ୍ରବଳ ବର୍ଷା ଓ ବନ୍ୟାଜଳରେ କ୍ଷତିଗ୍ରସ୍ତ ହୋଇଥିବା ଅଞ୍ଚଳଗୁଡ଼ିକର ସମୀକ୍ଷା କରିବା ପାଇଁ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ1
- ବନ୍ୟା ପାଣିରେ 35 ହଜାର ଦେଶୀ କୁକୁଡ଼ା ନଷ୍ଟ, ଚିନ୍ତାରେ ଯୁବ କୁକୁଡ଼ା ଚାଷୀ ଅଖିଳେଶ ମିଶ୍ର I ନୂଆପଡା ଜିଲ୍ଲା କୋମନା ସଦର ଯୁବ କୁକୁଡ଼ା ଚାଷୀ ଅଖିଳେଶ ମିଶ୍ରଙ୍କ କୋଟି କୋଟି ଟଙ୍କା କ୍ଷତି, ପ୍ରଶାସନ ତୁରନ୍ତ ଅନୁଧ୍ୟାନ କରି ସରକାରୀ ସହାୟତା ଯୋଗାଇବା କୁ ନିବେଦନ I1
- ଅନ୍ତୋଦୟ ଗୃହ ଯୋଜନାରୁ ବାଦ୍ ପଡ଼ିଲେ ୯୦ ବର୍ଷରୁ ଊର୍ଦ୍ଧ୍ୱ ନୀରୀହ ଆଦିବାସୀ ଭିନ୍ନକ୍ଷମ ବୃଦ୍ଧା ଭଙ୍ଗା ଘରେ ଅମାନବୀୟ ଜୀବନ; ତୁରନ୍ତ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଦାବି ମ. ରାମପୁର, ୨୯/୦୭ ସରକାରଙ୍କ ଅନ୍ତୋଦୟ ଗୃହ ଯୋଜନାର ଉଦ୍ଦେଶ୍ୟ ପ୍ରକୃତ ଘରବିହୀନ ଓ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରଙ୍କୁ ପକ୍କା ଘର ଯୋଗାଇବା। ହେଲେ କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁର ବ୍ଲକରେ ଘଟିଥିବା ଏକ ଘଟଣା ଏହି ଯୋଜନାର କାର୍ଯ୍ୟକାରିତା ଓ ହିତାଧିକାରୀ ଚୟନ ପ୍ରକ୍ରିୟାକୁ ନେଇ ଗୁରୁତର ପ୍ରଶ୍ନ ସୃଷ୍ଟି କରିଛି। ବ୍ଲକ ଅନ୍ତର୍ଗତ ବମକ ଗ୍ରାମ ପଞ୍ଚାୟତର ବାସିନ୍ଦା ବାସନ୍ତୀ ଭୋଇ (୯୦ ବର୍ଷରୁ ଊର୍ଦ୍ଧ୍ୱ) ଜଣେ ନୀରୀହ ଆଦିବାସୀ ଭିନ୍ନକ୍ଷମ ବୃଦ୍ଧା। ସ୍ୱାମୀଙ୍କ ମୃତ୍ୟୁ ପରେ ସେ ଏକାକୀ ଜୀବନ ବିତାଉଛନ୍ତି। ଶାରୀରିକ ଅକ୍ଷମତା କାରଣରୁ ସେ ଘୂରୁଣ୍ଡି ଘୂରୁଣ୍ଡି ଯିବାକୁ ବାଧ୍ୟ ହେଉଥିବାବେଳେ ଏକ ଅତି ଜରାଜୀର୍ଣ୍ଣ ଓ ଭଙ୍ଗା ଘରେ ଅମାନବୀୟ ପରିସ୍ଥିତିରେ ଦିନ କାଟୁଛନ୍ତି। ସମସ୍ତ ଯୋଗ୍ୟତା ଥିବା ସତ୍ତ୍ୱେ ତାଙ୍କୁ ଅନ୍ତୋଦୟ ଗୃହ ଯୋଜନାରେ ସାମିଲ କରାଯାଇନଥିବା ଅଭିଯୋଗ ଉଠିଛି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ବର୍ଷା ହେଲେ ଘର ଭିତରକୁ ପାଣି ପଶିଯାଉଥିବାରୁ ବୃଦ୍ଧାଙ୍କ ଜୀବନ ଅଧିକ ଦୁର୍ବିଷହ ହୋଇପଡ଼ିଛି। ପ୍ରକୃତ ହିତାଧିକାରୀ ହୋଇ ମଧ୍ୟ ସରକାରୀ ଆବାସରୁ ବଞ୍ଚିତ ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ସୃଷ୍ଟି କରିଛି। ଏହା ସହିତ ଅନ୍ତୋଦୟ ଗୃହ ଯୋଜନାର ହିତାଧିକାରୀ ଚୟନ ପ୍ରକ୍ରିୟାର ସ୍ୱଚ୍ଛତାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି। ସ୍ଥାନୀୟ ବାସିନ୍ଦା, ସାମାଜିକ କର୍ମୀ ଓ ବୁଦ୍ଧିଜୀବୀମାନେ ଘଟଣାର ନିରପେକ୍ଷ ଯାଞ୍ଚ କରିବା ସହ ବାସନ୍ତୀ ଭୋଇଙ୍କୁ ତୁରନ୍ତ ଅନ୍ତୋଦୟ ଗୃହ ଯୋଜନାରେ ସାମିଲ କରି ପକ୍କା ଘର ପ୍ରଦାନ କରିବାକୁ ଦାବି କରିଛନ୍ତି। ସେହିପରି ମାନ୍ୟବର ମୁଖ୍ୟମନ୍ତ୍ରୀ ଘଟଣାରେ ହସ୍ତକ୍ଷେପ କରି ଏହି ଅସହାୟ ଭିନ୍ନକ୍ଷମ ବୃଦ୍ଧାଙ୍କୁ ଆବଶ୍ୟକ ସରକାରୀ ସହାୟତା ଓ ସୁରକ୍ଷିତ ବାସସ୍ଥାନ ଯୋଗାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏହି ଘଟଣା ପୁଣିଥରେ ପ୍ରଶ୍ନ ଉଠାଇଛି—ସରକାରୀ ଯୋଜନାର ପ୍ରକୃତ ହକ୍ଦାର ମାନେ କେବେ ନ୍ୟାୟ ପାଇବେ ତାହା ବିଡ଼ିଓ ଶ୍ରୀ ଶରତ ଚନ୍ଦ୍ର ସେଠୀ ଙ୍କ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ?3
- 🌹🌹🌹🌹🌹🌹🌹🌹🇹🇯1
- ବିଧାୟକ ଲକ୍ଷ୍ମଣ ବାଗ ବନ୍ୟା ଅଞ୍ଚଳ ପରିଦର୍ଶନ କରି ଲୋକଙ୍କ ସହ ଆଲୋଚନା କରିଛନ୍ତି1
- ବାଇକ୍ ଦୁର୍ଘଟଣାରେ ବାଇକ୍ ଆରୋହୀ ଗୁରୁତର ପାଟଣାଗଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର। ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଲାଠୋର ମୁଖ୍ୟ ରାସ୍ତା ରେ। ବାଇକ୍ ଦୁର୍ଘଟଣାରେ ବାଇକ୍ ଆରୋହୀ ଗୁରୁତର ପାଟଣାଗଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର। ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଲାଠୋର ମୁଖ୍ୟ ରାସ୍ତା ରେ।1