ଭାରତୀୟ ମଜଦୂର ସଂଘ ରାମନାଗୁଡା ବ୍ଲକ ସମ୍ମିଳନୀରେ ନୂତନ କର୍ମକର୍ତ୍ତା ଚୟନ। ରାମନାଗୁଡା : ତା : ୧୯/୦୪/୨୬ ରାୟଗଡ଼ା ଜିଲ୍ଲା ରାମନାଗୁଡା ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ରାମନାଗୁଡା ଭାରତୀୟ ମଜଦୂର ସଂଘର ବ୍ଳକ ସମ୍ମିଳନୀ ସହ ନୂତନ କର୍ମକର୍ତ୍ତା ଚୟନ ରାଜ୍ୟ ଓ ଜିଲ୍ଲା ପଦାଧିକାରୀ ମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି। ସୂଚନା ଅନୁଯାୟୀ ଆଜି ପୂର୍ବାହ୍ନ ସମୟରେ ଭାରତୀୟ ମଜଦୂର ସଂଘର ଜିଲ୍ଲା ସମ୍ପାଦକ ଗଣେଶ କୁମାର ସାହୁଙ୍କ ସଭାପତିତ୍ବରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଶ୍ରମିକ ନେତା ତଥା ଭାରତୀୟ ମଜଦୂର ସଂଘର ରାଜ୍ୟ ଉପସଭାପତି ଯୋଗେଶ୍ୱର ଦାସ , ସମ୍ମାନିତ ଅତିଥି ଭାବେ ବିଏମଏସ ଜିଲ୍ଲା ସଭାପତି ମହନ ରାଓ ମାଝୀ , କାର୍ଯ୍ୟକାରୀ ସଭାପତି ଧର୍ମ ସିଂ ନାଗ,ଉପ ସଭାପତି ଦୁର୍ଗା ମାଧବ ଘୋଷ, ଶ୍ରୀମତୀ ଉଷା ରାଣୀ ଦାଶ , ନିରଞ୍ଜନ ସେନାପତି , ସୀମାଞ୍ଚଳ ମିଶ୍ର , ଖ୍ୟମା ସାଗର ଦାଶ , ପ୍ରମୁଖ ଉପସ୍ଥିତ ରହି ଆନୁଷ୍ଠାନିକ ରୂପେ ମା"ଭାରତୀ, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ବିଏମଏସ ପ୍ରତିଷ୍ଠାତା ପରମ ପୂଜନୀୟ ଦନ୍ତୋପନ୍ତ ଠେଙ୍ଗେଡେଜୀଙ୍କ ତୈଳ ଚିତ୍ରରେ ମାଲ୍ୟାର୍ପଣ, ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।ବ୍ଲକ ସଂଘ ତରଫରୁ ଅତିଥି ତଥା ନିମନ୍ତ୍ରିତ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଅଙ୍ଗବସ୍ତ୍ର ଦେଇ ସମ୍ମାନିତ କରାଯାଇଥିଲା। ଅତିଥି ପରିଚୟ ପରେ ମଞ୍ଚର ସଭାପତି ଆଜିର କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ନୂତନ କମିଟି ଗଠନ ଉପରେ ଆଲୋକପାତ କରିଥିଲେ।ପରେ ଅତିଥିମାନେ ଭାରତୀୟ ମଜଦୂର ସଂଘର ସ୍ୱର୍ଣୀମ ଇତିହାସ, ବିଚାରଧାରା,ବଳିଷ୍ଠ ପୃଷ୍ଠଭୂମି, ସୁଚିନ୍ତିତ କାର୍ଯ୍ୟଧାରା,ରାଷ୍ଟ୍ରୀୟ ଭାବନା,ଔଦ୍ୟୋଗିକ ଏବଂ ଶ୍ରମିକ ହିତ ନୀତି ଉପରେ ଆଲୋକପାତ କରିବା ସହ ଏକ ଶୃଙ୍ଖଳିତ,ପରିଶ୍ରମୀ ଓ ରାଷ୍ଟ୍ରଵାଦୀ ଶ୍ରମିକ ମାନଙ୍କ ଦିବ୍ୟ ଭାବନା, ପରମ କର୍ତ୍ତବ୍ୟ ଓ ସ୍ଵ ଅଧିକାର ଉପରେ କହିଥିଲେ। ପରେ ଆଶା, ଅଙ୍ଗନୱଡ଼ି, ପାଚିକା, ହସ୍ପିଟାଲ କର୍ମଚାରୀ ସଂଘ , ସିଆର୍ପି ସିଏମ , ସ୍ୱାବଲମ୍ବୀ କାରିଗରୀ ସଂଘ, ନିର୍ମାଣ ଶ୍ରମିକ, ବିଶ୍ଵକର୍ମା ମଜଦୂର ସଂଘ, କୁଲି ମଜଦୂର, ,ସ୍ୱାସ୍ଥ୍ୟ ବିଭାଗ ଅସ୍ଥାୟୀ କର୍ମଚାରୀ ସଂଘର ପଦାଧିକାରୀ,ଗଣମାଧ୍ୟମ ପ୍ରତିନିଧି, ରାଷ୍ଟ୍ରଵାଦୀ ଯୁବକ ମାନଙ୍କୁ ସମ୍ମାନିତ କରାଯାଇଥିଲା। ଶେଷରେ ସର୍ବସମ୍ମତି କ୍ରମେ ଶୁଭଜିତ ପଟ୍ଟନାୟକଙ୍କୁ ବ୍ଲକ ସଭାପତି,ଉପ ସଭାପତି ସୁନୀତା ମାଣ୍ଡାଗିଂ , ସମ୍ପାଦକ ନରସିଂହ ପରିଛା ,ସହ ସମ୍ପାଦକ ଶ୍ରୀନିବାସ ପାତିକା , କୋଷାଧ୍ୟକ୍ଷ ଭାବେ ପ୍ରସାଦ ଧୋବାଙ୍କ ସହ କାର୍ଯ୍ୟକାରୀ ସଭ୍ୟ ଭାବେ ଗାୟତ୍ରୀ ବଲଲବାଇ , ଇନ୍ଦିରା ପଣ୍ଡା , ଅଭୟ କୁମାର ଶବର , ଯୋଗେନ୍ଦ୍ର ଶବର , ବବିତା କାଡ୍ରାକା, ଜୟା ବିଡିକା , ପଦ୍ମନାଭ କାଡ୍ରାକା ସାତ ଜଣ କାର୍ଯ୍ୟକାରୀ ସଦସ୍ୟଙ୍କୁ ମନୋନୀତ କରାଯାଇଥିଲା।ଉପସ୍ଥିତ ଶ୍ରମିକ ନେତାମାନେ ନୂତନ କାର୍ଯ୍ୟକାରିଣୀ ମଣ୍ଡଳୀଙ୍କୁ ଉଷ୍ପଗୁଛ,ଅଙ୍ଗବସ୍ତ୍ର ଦେଇ ସ୍ବାଗତ ଜଣାଇଥିଲେ।ନୂତନ ସଭାପତି ଶୁଭଜିଚ ପଟ୍ଟନାୟକ ସଭାପତିତ୍ବ ଅଭିଭାଷଣରେ କହିଥିଲେ ସଭିଙ୍କ ସହଯୋଗରେ ରାଷ୍ଟ୍ର ହିତ,ଔଦ୍ୟୋଗିକ ହିତ ଓ ଶ୍ରମିକ ହିତ ପାଇଁ ସଂଗ୍ରାମ କରିବେ।ପ୍ରତ୍ୟେକ ଶ୍ରମିକ ଆଜିଠାରୁ ତାଙ୍କ ପରିବାର ସଦସ୍ୟ ଏଣୁ ପ୍ରତ୍ୟେକ କ୍ଷେତ୍ରରେ ସେ ସେମାନଙ୍କ ସହିତ ଉପସ୍ଥିତ ରହିବେ ବୋଲି କହିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଜୟନ୍ତୀ ଗମାଙ୍ଗ , ସଞ୍ଜୁକ୍ତା ହରପାଲ , ପେଦିନା ଉଷା , ସୁନିତା ମାଣ୍ଡାଙ୍ଗି , ବଂଶୀ କଣ୍ଡାଗରି , କୈଳାସ ଶବର, କିରଣ ମୁଟିକା ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ଅଲ୍ ଓଡ଼ିଶା ଅଙ୍ଗନବାଡ଼ି ଲେଡିଜ଼ ୱ।ର୍କରର୍ସ ଆସୋସିଏସନ୍ , ଓଡ଼ିଶା ରାଜ୍ୟ ଆଶା କର୍ମୀ ସଂଘ , ହସ୍ପିଟାଲ କର୍ମଚାରୀ ସଂଘ , ପାଚିକା ସଂଘ , ଏସ ସି ଏମ୍ , ସ୍ବାବଲମ୍ବୀ କାରିଗର ସଂଘ , ବିଶ୍ଵକର୍ମା ମଜଦୂର ସଂଘ , ମେସ୍ତ୍ରୀ ସଂଘ , ଖଲାସି ସଂଘର ଯୋଗଦେଇଥିଲେ ଭାରତୀୟ ମଜଦୂର ସଂଘ ରାମନାଗୁଡା ବ୍ଲକ ସମ୍ମିଳନୀରେ ନୂତନ କର୍ମକର୍ତ୍ତା ଚୟନ। ରାମନାଗୁଡା : ତା : ୧୯/୦୪/୨୬ ରାୟଗଡ଼ା ଜିଲ୍ଲା ରାମନାଗୁଡା ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ରାମନାଗୁଡା ଭାରତୀୟ ମଜଦୂର ସଂଘର ବ୍ଳକ ସମ୍ମିଳନୀ ସହ ନୂତନ କର୍ମକର୍ତ୍ତା ଚୟନ ରାଜ୍ୟ ଓ ଜିଲ୍ଲା ପଦାଧିକାରୀ ମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି। ସୂଚନା ଅନୁଯାୟୀ ଆଜି ପୂର୍ବାହ୍ନ ସମୟରେ ଭାରତୀୟ ମଜଦୂର ସଂଘର ଜିଲ୍ଲା ସମ୍ପାଦକ ଗଣେଶ କୁମାର ସାହୁଙ୍କ ସଭାପତିତ୍ବରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଶ୍ରମିକ ନେତା ତଥା ଭାରତୀୟ ମଜଦୂର ସଂଘର ରାଜ୍ୟ ଉପସଭାପତି ଯୋଗେଶ୍ୱର ଦାସ , ସମ୍ମାନିତ ଅତିଥି ଭାବେ ବିଏମଏସ ଜିଲ୍ଲା ସଭାପତି ମହନ ରାଓ ମାଝୀ , କାର୍ଯ୍ୟକାରୀ ସଭାପତି ଧର୍ମ ସିଂ ନାଗ,ଉପ ସଭାପତି ଦୁର୍ଗା ମାଧବ ଘୋଷ, ଶ୍ରୀମତୀ ଉଷା ରାଣୀ ଦାଶ , ନିରଞ୍ଜନ ସେନାପତି , ସୀମାଞ୍ଚଳ ମିଶ୍ର , ଖ୍ୟମା ସାଗର ଦାଶ , ପ୍ରମୁଖ ଉପସ୍ଥିତ ରହି ଆନୁଷ୍ଠାନିକ ରୂପେ ମା"ଭାରତୀ, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ବିଏମଏସ ପ୍ରତିଷ୍ଠାତା ପରମ ପୂଜନୀୟ ଦନ୍ତୋପନ୍ତ ଠେଙ୍ଗେଡେଜୀଙ୍କ ତୈଳ ଚିତ୍ରରେ ମାଲ୍ୟାର୍ପଣ, ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।ବ୍ଲକ ସଂଘ ତରଫରୁ ଅତିଥି ତଥା ନିମନ୍ତ୍ରିତ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଅଙ୍ଗବସ୍ତ୍ର ଦେଇ ସମ୍ମାନିତ କରାଯାଇଥିଲା। ଅତିଥି ପରିଚୟ ପରେ ମଞ୍ଚର ସଭାପତି ଆଜିର କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ନୂତନ କମିଟି ଗଠନ ଉପରେ ଆଲୋକପାତ କରିଥିଲେ।ପରେ ଅତିଥିମାନେ ଭାରତୀୟ ମଜଦୂର ସଂଘର ସ୍ୱର୍ଣୀମ ଇତିହାସ, ବିଚାରଧାରା,ବଳିଷ୍ଠ ପୃଷ୍ଠଭୂମି, ସୁଚିନ୍ତିତ କାର୍ଯ୍ୟଧାରା,ରାଷ୍ଟ୍ରୀୟ ଭାବନା,ଔଦ୍ୟୋଗିକ ଏବଂ ଶ୍ରମିକ ହିତ ନୀତି ଉପରେ ଆଲୋକପାତ କରିବା ସହ ଏକ ଶୃଙ୍ଖଳିତ,ପରିଶ୍ରମୀ ଓ ରାଷ୍ଟ୍ରଵାଦୀ ଶ୍ରମିକ ମାନଙ୍କ ଦିବ୍ୟ ଭାବନା, ପରମ କର୍ତ୍ତବ୍ୟ ଓ ସ୍ଵ ଅଧିକାର ଉପରେ କହିଥିଲେ। ପରେ ଆଶା, ଅଙ୍ଗନୱଡ଼ି, ପାଚିକା, ହସ୍ପିଟାଲ କର୍ମଚାରୀ ସଂଘ , ସିଆର୍ପି ସିଏମ , ସ୍ୱାବଲମ୍ବୀ କାରିଗରୀ ସଂଘ, ନିର୍ମାଣ ଶ୍ରମିକ, ବିଶ୍ଵକର୍ମା ମଜଦୂର ସଂଘ, କୁଲି ମଜଦୂର, ,ସ୍ୱାସ୍ଥ୍ୟ ବିଭାଗ ଅସ୍ଥାୟୀ କର୍ମଚାରୀ ସଂଘର ପଦାଧିକାରୀ,ଗଣମାଧ୍ୟମ ପ୍ରତିନିଧି, ରାଷ୍ଟ୍ରଵାଦୀ ଯୁବକ ମାନଙ୍କୁ ସମ୍ମାନିତ କରାଯାଇଥିଲା। ଶେଷରେ ସର୍ବସମ୍ମତି କ୍ରମେ ଶୁଭଜିତ ପଟ୍ଟନାୟକଙ୍କୁ ବ୍ଲକ ସଭାପତି,ଉପ ସଭାପତି ସୁନୀତା ମାଣ୍ଡାଗିଂ , ସମ୍ପାଦକ ନରସିଂହ ପରିଛା ,ସହ ସମ୍ପାଦକ ଶ୍ରୀନିବାସ ପାତିକା , କୋଷାଧ୍ୟକ୍ଷ ଭାବେ ପ୍ରସାଦ ଧୋବାଙ୍କ ସହ କାର୍ଯ୍ୟକାରୀ ସଭ୍ୟ ଭାବେ ଗାୟତ୍ରୀ ବଲଲବାଇ , ଇନ୍ଦିରା ପଣ୍ଡା , ଅଭୟ କୁମାର ଶବର , ଯୋଗେନ୍ଦ୍ର ଶବର , ବବିତା କାଡ୍ରାକା, ଜୟା ବିଡିକା , ପଦ୍ମନାଭ କାଡ୍ରାକା ସାତ ଜଣ କାର୍ଯ୍ୟକାରୀ ସଦସ୍ୟଙ୍କୁ ମନୋନୀତ କରାଯାଇଥିଲା।ଉପସ୍ଥିତ ଶ୍ରମିକ ନେତାମାନେ ନୂତନ କାର୍ଯ୍ୟକାରିଣୀ ମଣ୍ଡଳୀଙ୍କୁ ଉଷ୍ପଗୁଛ,ଅଙ୍ଗବସ୍ତ୍ର ଦେଇ ସ୍ବାଗତ ଜଣାଇଥିଲେ।ନୂତନ ସଭାପତି ଶୁଭଜିଚ ପଟ୍ଟନାୟକ ସଭାପତିତ୍ବ ଅଭିଭାଷଣରେ କହିଥିଲେ ସଭିଙ୍କ ସହଯୋଗରେ ରାଷ୍ଟ୍ର ହିତ,ଔଦ୍ୟୋଗିକ ହିତ ଓ ଶ୍ରମିକ ହିତ ପାଇଁ ସଂଗ୍ରାମ କରିବେ।ପ୍ରତ୍ୟେକ ଶ୍ରମିକ ଆଜିଠାରୁ ତାଙ୍କ ପରିବାର ସଦସ୍ୟ ଏଣୁ ପ୍ରତ୍ୟେକ କ୍ଷେତ୍ରରେ ସେ ସେମାନଙ୍କ ସହିତ ଉପସ୍ଥିତ ରହିବେ ବୋଲି କହିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଜୟନ୍ତୀ ଗମାଙ୍ଗ , ସଞ୍ଜୁକ୍ତା ହରପାଲ , ପେଦିନା ଉଷା , ସୁନିତା ମାଣ୍ଡାଙ୍ଗି , ବଂଶୀ କଣ୍ଡାଗରି , କୈଳାସ ଶବର, କିରଣ ମୁଟିକା ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ଅଲ୍ ଓଡ଼ିଶା ଅଙ୍ଗନବାଡ଼ି ଲେଡିଜ଼ ୱ।ର୍କରର୍ସ ଆସୋସିଏସନ୍ , ଓଡ଼ିଶା ରାଜ୍ୟ ଆଶା କର୍ମୀ ସଂଘ , ହସ୍ପିଟାଲ କର୍ମଚାରୀ ସଂଘ , ପାଚିକା ସଂଘ , ଏସ ସି ଏମ୍ , ସ୍ବାବଲମ୍ବୀ କାରିଗର ସଂଘ , ବିଶ୍ଵକର୍ମା ମଜଦୂର ସଂଘ , ମେସ୍ତ୍ରୀ ସଂଘ , ଖଲାସି ସଂଘର ଯୋଗଦେଇଥିଲେ
ଭାରତୀୟ ମଜଦୂର ସଂଘ ରାମନାଗୁଡା ବ୍ଲକ ସମ୍ମିଳନୀରେ ନୂତନ କର୍ମକର୍ତ୍ତା ଚୟନ। ରାମନାଗୁଡା : ତା : ୧୯/୦୪/୨୬ ରାୟଗଡ଼ା ଜିଲ୍ଲା ରାମନାଗୁଡା ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ରାମନାଗୁଡା ଭାରତୀୟ ମଜଦୂର ସଂଘର ବ୍ଳକ ସମ୍ମିଳନୀ ସହ ନୂତନ କର୍ମକର୍ତ୍ତା ଚୟନ ରାଜ୍ୟ ଓ ଜିଲ୍ଲା ପଦାଧିକାରୀ ମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି। ସୂଚନା ଅନୁଯାୟୀ ଆଜି ପୂର୍ବାହ୍ନ ସମୟରେ ଭାରତୀୟ ମଜଦୂର ସଂଘର ଜିଲ୍ଲା ସମ୍ପାଦକ ଗଣେଶ କୁମାର ସାହୁଙ୍କ ସଭାପତିତ୍ବରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଶ୍ରମିକ ନେତା ତଥା ଭାରତୀୟ ମଜଦୂର ସଂଘର ରାଜ୍ୟ ଉପସଭାପତି ଯୋଗେଶ୍ୱର ଦାସ , ସମ୍ମାନିତ ଅତିଥି ଭାବେ ବିଏମଏସ ଜିଲ୍ଲା ସଭାପତି ମହନ ରାଓ ମାଝୀ , କାର୍ଯ୍ୟକାରୀ ସଭାପତି ଧର୍ମ ସିଂ ନାଗ,ଉପ ସଭାପତି ଦୁର୍ଗା ମାଧବ ଘୋଷ, ଶ୍ରୀମତୀ ଉଷା ରାଣୀ ଦାଶ , ନିରଞ୍ଜନ ସେନାପତି , ସୀମାଞ୍ଚଳ ମିଶ୍ର , ଖ୍ୟମା ସାଗର ଦାଶ , ପ୍ରମୁଖ ଉପସ୍ଥିତ ରହି ଆନୁଷ୍ଠାନିକ ରୂପେ ମା"ଭାରତୀ, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ବିଏମଏସ ପ୍ରତିଷ୍ଠାତା ପରମ ପୂଜନୀୟ ଦନ୍ତୋପନ୍ତ ଠେଙ୍ଗେଡେଜୀଙ୍କ ତୈଳ ଚିତ୍ରରେ ମାଲ୍ୟାର୍ପଣ, ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।ବ୍ଲକ ସଂଘ ତରଫରୁ ଅତିଥି ତଥା ନିମନ୍ତ୍ରିତ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଅଙ୍ଗବସ୍ତ୍ର ଦେଇ ସମ୍ମାନିତ କରାଯାଇଥିଲା। ଅତିଥି ପରିଚୟ ପରେ ମଞ୍ଚର ସଭାପତି ଆଜିର କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ନୂତନ କମିଟି ଗଠନ ଉପରେ ଆଲୋକପାତ କରିଥିଲେ।ପରେ ଅତିଥିମାନେ ଭାରତୀୟ ମଜଦୂର ସଂଘର ସ୍ୱର୍ଣୀମ ଇତିହାସ, ବିଚାରଧାରା,ବଳିଷ୍ଠ ପୃଷ୍ଠଭୂମି, ସୁଚିନ୍ତିତ କାର୍ଯ୍ୟଧାରା,ରାଷ୍ଟ୍ରୀୟ ଭାବନା,ଔଦ୍ୟୋଗିକ ଏବଂ ଶ୍ରମିକ ହିତ ନୀତି ଉପରେ ଆଲୋକପାତ କରିବା ସହ ଏକ ଶୃଙ୍ଖଳିତ,ପରିଶ୍ରମୀ ଓ ରାଷ୍ଟ୍ରଵାଦୀ ଶ୍ରମିକ ମାନଙ୍କ ଦିବ୍ୟ ଭାବନା, ପରମ କର୍ତ୍ତବ୍ୟ ଓ ସ୍ଵ ଅଧିକାର ଉପରେ କହିଥିଲେ। ପରେ ଆଶା, ଅଙ୍ଗନୱଡ଼ି,
ପାଚିକା, ହସ୍ପିଟାଲ କର୍ମଚାରୀ ସଂଘ , ସିଆର୍ପି ସିଏମ , ସ୍ୱାବଲମ୍ବୀ କାରିଗରୀ ସଂଘ, ନିର୍ମାଣ ଶ୍ରମିକ, ବିଶ୍ଵକର୍ମା ମଜଦୂର ସଂଘ, କୁଲି ମଜଦୂର, ,ସ୍ୱାସ୍ଥ୍ୟ ବିଭାଗ ଅସ୍ଥାୟୀ କର୍ମଚାରୀ ସଂଘର ପଦାଧିକାରୀ,ଗଣମାଧ୍ୟମ ପ୍ରତିନିଧି, ରାଷ୍ଟ୍ରଵାଦୀ ଯୁବକ ମାନଙ୍କୁ ସମ୍ମାନିତ କରାଯାଇଥିଲା। ଶେଷରେ ସର୍ବସମ୍ମତି କ୍ରମେ ଶୁଭଜିତ ପଟ୍ଟନାୟକଙ୍କୁ ବ୍ଲକ ସଭାପତି,ଉପ ସଭାପତି ସୁନୀତା ମାଣ୍ଡାଗିଂ , ସମ୍ପାଦକ ନରସିଂହ ପରିଛା ,ସହ ସମ୍ପାଦକ ଶ୍ରୀନିବାସ ପାତିକା , କୋଷାଧ୍ୟକ୍ଷ ଭାବେ ପ୍ରସାଦ ଧୋବାଙ୍କ ସହ କାର୍ଯ୍ୟକାରୀ ସଭ୍ୟ ଭାବେ ଗାୟତ୍ରୀ ବଲଲବାଇ , ଇନ୍ଦିରା ପଣ୍ଡା , ଅଭୟ କୁମାର ଶବର , ଯୋଗେନ୍ଦ୍ର ଶବର , ବବିତା କାଡ୍ରାକା, ଜୟା ବିଡିକା , ପଦ୍ମନାଭ କାଡ୍ରାକା ସାତ ଜଣ କାର୍ଯ୍ୟକାରୀ ସଦସ୍ୟଙ୍କୁ ମନୋନୀତ କରାଯାଇଥିଲା।ଉପସ୍ଥିତ ଶ୍ରମିକ ନେତାମାନେ ନୂତନ କାର୍ଯ୍ୟକାରିଣୀ ମଣ୍ଡଳୀଙ୍କୁ ଉଷ୍ପଗୁଛ,ଅଙ୍ଗବସ୍ତ୍ର ଦେଇ ସ୍ବାଗତ ଜଣାଇଥିଲେ।ନୂତନ ସଭାପତି ଶୁଭଜିଚ ପଟ୍ଟନାୟକ ସଭାପତିତ୍ବ ଅଭିଭାଷଣରେ କହିଥିଲେ ସଭିଙ୍କ ସହଯୋଗରେ ରାଷ୍ଟ୍ର ହିତ,ଔଦ୍ୟୋଗିକ ହିତ ଓ ଶ୍ରମିକ ହିତ ପାଇଁ ସଂଗ୍ରାମ କରିବେ।ପ୍ରତ୍ୟେକ ଶ୍ରମିକ ଆଜିଠାରୁ ତାଙ୍କ ପରିବାର ସଦସ୍ୟ ଏଣୁ ପ୍ରତ୍ୟେକ କ୍ଷେତ୍ରରେ ସେ ସେମାନଙ୍କ ସହିତ ଉପସ୍ଥିତ ରହିବେ ବୋଲି କହିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଜୟନ୍ତୀ ଗମାଙ୍ଗ , ସଞ୍ଜୁକ୍ତା ହରପାଲ , ପେଦିନା ଉଷା , ସୁନିତା ମାଣ୍ଡାଙ୍ଗି , ବଂଶୀ କଣ୍ଡାଗରି , କୈଳାସ ଶବର, କିରଣ ମୁଟିକା ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ଅଲ୍ ଓଡ଼ିଶା ଅଙ୍ଗନବାଡ଼ି ଲେଡିଜ଼ ୱ।ର୍କରର୍ସ ଆସୋସିଏସନ୍ , ଓଡ଼ିଶା ରାଜ୍ୟ ଆଶା କର୍ମୀ ସଂଘ , ହସ୍ପିଟାଲ କର୍ମଚାରୀ ସଂଘ , ପାଚିକା ସଂଘ , ଏସ ସି ଏମ୍ , ସ୍ବାବଲମ୍ବୀ କାରିଗର ସଂଘ , ବିଶ୍ଵକର୍ମା ମଜଦୂର ସଂଘ , ମେସ୍ତ୍ରୀ ସଂଘ , ଖଲାସି ସଂଘର ଯୋଗଦେଇଥିଲେ ଭାରତୀୟ ମଜଦୂର
ସଂଘ ରାମନାଗୁଡା ବ୍ଲକ ସମ୍ମିଳନୀରେ ନୂତନ କର୍ମକର୍ତ୍ତା ଚୟନ। ରାମନାଗୁଡା : ତା : ୧୯/୦୪/୨୬ ରାୟଗଡ଼ା ଜିଲ୍ଲା ରାମନାଗୁଡା ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ରାମନାଗୁଡା ଭାରତୀୟ ମଜଦୂର ସଂଘର ବ୍ଳକ ସମ୍ମିଳନୀ ସହ ନୂତନ କର୍ମକର୍ତ୍ତା ଚୟନ ରାଜ୍ୟ ଓ ଜିଲ୍ଲା ପଦାଧିକାରୀ ମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି। ସୂଚନା ଅନୁଯାୟୀ ଆଜି ପୂର୍ବାହ୍ନ ସମୟରେ ଭାରତୀୟ ମଜଦୂର ସଂଘର ଜିଲ୍ଲା ସମ୍ପାଦକ ଗଣେଶ କୁମାର ସାହୁଙ୍କ ସଭାପତିତ୍ବରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଶ୍ରମିକ ନେତା ତଥା ଭାରତୀୟ ମଜଦୂର ସଂଘର ରାଜ୍ୟ ଉପସଭାପତି ଯୋଗେଶ୍ୱର ଦାସ , ସମ୍ମାନିତ ଅତିଥି ଭାବେ ବିଏମଏସ ଜିଲ୍ଲା ସଭାପତି ମହନ ରାଓ ମାଝୀ , କାର୍ଯ୍ୟକାରୀ ସଭାପତି ଧର୍ମ ସିଂ ନାଗ,ଉପ ସଭାପତି ଦୁର୍ଗା ମାଧବ ଘୋଷ, ଶ୍ରୀମତୀ ଉଷା ରାଣୀ ଦାଶ , ନିରଞ୍ଜନ ସେନାପତି , ସୀମାଞ୍ଚଳ ମିଶ୍ର , ଖ୍ୟମା ସାଗର ଦାଶ , ପ୍ରମୁଖ ଉପସ୍ଥିତ ରହି ଆନୁଷ୍ଠାନିକ ରୂପେ ମା"ଭାରତୀ, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ବିଏମଏସ ପ୍ରତିଷ୍ଠାତା ପରମ ପୂଜନୀୟ ଦନ୍ତୋପନ୍ତ ଠେଙ୍ଗେଡେଜୀଙ୍କ ତୈଳ ଚିତ୍ରରେ ମାଲ୍ୟାର୍ପଣ, ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।ବ୍ଲକ ସଂଘ ତରଫରୁ ଅତିଥି ତଥା ନିମନ୍ତ୍ରିତ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଅଙ୍ଗବସ୍ତ୍ର ଦେଇ ସମ୍ମାନିତ କରାଯାଇଥିଲା। ଅତିଥି ପରିଚୟ ପରେ ମଞ୍ଚର ସଭାପତି ଆଜିର କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ନୂତନ କମିଟି ଗଠନ ଉପରେ ଆଲୋକପାତ କରିଥିଲେ।ପରେ ଅତିଥିମାନେ ଭାରତୀୟ ମଜଦୂର ସଂଘର ସ୍ୱର୍ଣୀମ ଇତିହାସ, ବିଚାରଧାରା,ବଳିଷ୍ଠ ପୃଷ୍ଠଭୂମି, ସୁଚିନ୍ତିତ କାର୍ଯ୍ୟଧାରା,ରାଷ୍ଟ୍ରୀୟ ଭାବନା,ଔଦ୍ୟୋଗିକ ଏବଂ ଶ୍ରମିକ ହିତ ନୀତି ଉପରେ ଆଲୋକପାତ କରିବା ସହ ଏକ ଶୃଙ୍ଖଳିତ,ପରିଶ୍ରମୀ ଓ ରାଷ୍ଟ୍ରଵାଦୀ ଶ୍ରମିକ ମାନଙ୍କ ଦିବ୍ୟ ଭାବନା, ପରମ କର୍ତ୍ତବ୍ୟ ଓ ସ୍ଵ ଅଧିକାର ଉପରେ କହିଥିଲେ। ପରେ ଆଶା, ଅଙ୍ଗନୱଡ଼ି, ପାଚିକା, ହସ୍ପିଟାଲ
କର୍ମଚାରୀ ସଂଘ , ସିଆର୍ପି ସିଏମ , ସ୍ୱାବଲମ୍ବୀ କାରିଗରୀ ସଂଘ, ନିର୍ମାଣ ଶ୍ରମିକ, ବିଶ୍ଵକର୍ମା ମଜଦୂର ସଂଘ, କୁଲି ମଜଦୂର, ,ସ୍ୱାସ୍ଥ୍ୟ ବିଭାଗ ଅସ୍ଥାୟୀ କର୍ମଚାରୀ ସଂଘର ପଦାଧିକାରୀ,ଗଣମାଧ୍ୟମ ପ୍ରତିନିଧି, ରାଷ୍ଟ୍ରଵାଦୀ ଯୁବକ ମାନଙ୍କୁ ସମ୍ମାନିତ କରାଯାଇଥିଲା। ଶେଷରେ ସର୍ବସମ୍ମତି କ୍ରମେ ଶୁଭଜିତ ପଟ୍ଟନାୟକଙ୍କୁ ବ୍ଲକ ସଭାପତି,ଉପ ସଭାପତି ସୁନୀତା ମାଣ୍ଡାଗିଂ , ସମ୍ପାଦକ ନରସିଂହ ପରିଛା ,ସହ ସମ୍ପାଦକ ଶ୍ରୀନିବାସ ପାତିକା , କୋଷାଧ୍ୟକ୍ଷ ଭାବେ ପ୍ରସାଦ ଧୋବାଙ୍କ ସହ କାର୍ଯ୍ୟକାରୀ ସଭ୍ୟ ଭାବେ ଗାୟତ୍ରୀ ବଲଲବାଇ , ଇନ୍ଦିରା ପଣ୍ଡା , ଅଭୟ କୁମାର ଶବର , ଯୋଗେନ୍ଦ୍ର ଶବର , ବବିତା କାଡ୍ରାକା, ଜୟା ବିଡିକା , ପଦ୍ମନାଭ କାଡ୍ରାକା ସାତ ଜଣ କାର୍ଯ୍ୟକାରୀ ସଦସ୍ୟଙ୍କୁ ମନୋନୀତ କରାଯାଇଥିଲା।ଉପସ୍ଥିତ ଶ୍ରମିକ ନେତାମାନେ ନୂତନ କାର୍ଯ୍ୟକାରିଣୀ ମଣ୍ଡଳୀଙ୍କୁ ଉଷ୍ପଗୁଛ,ଅଙ୍ଗବସ୍ତ୍ର ଦେଇ ସ୍ବାଗତ ଜଣାଇଥିଲେ।ନୂତନ ସଭାପତି ଶୁଭଜିଚ ପଟ୍ଟନାୟକ ସଭାପତିତ୍ବ ଅଭିଭାଷଣରେ କହିଥିଲେ ସଭିଙ୍କ ସହଯୋଗରେ ରାଷ୍ଟ୍ର ହିତ,ଔଦ୍ୟୋଗିକ ହିତ ଓ ଶ୍ରମିକ ହିତ ପାଇଁ ସଂଗ୍ରାମ କରିବେ।ପ୍ରତ୍ୟେକ ଶ୍ରମିକ ଆଜିଠାରୁ ତାଙ୍କ ପରିବାର ସଦସ୍ୟ ଏଣୁ ପ୍ରତ୍ୟେକ କ୍ଷେତ୍ରରେ ସେ ସେମାନଙ୍କ ସହିତ ଉପସ୍ଥିତ ରହିବେ ବୋଲି କହିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଜୟନ୍ତୀ ଗମାଙ୍ଗ , ସଞ୍ଜୁକ୍ତା ହରପାଲ , ପେଦିନା ଉଷା , ସୁନିତା ମାଣ୍ଡାଙ୍ଗି , ବଂଶୀ କଣ୍ଡାଗରି , କୈଳାସ ଶବର, କିରଣ ମୁଟିକା ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ଅଲ୍ ଓଡ଼ିଶା ଅଙ୍ଗନବାଡ଼ି ଲେଡିଜ଼ ୱ।ର୍କରର୍ସ ଆସୋସିଏସନ୍ , ଓଡ଼ିଶା ରାଜ୍ୟ ଆଶା କର୍ମୀ ସଂଘ , ହସ୍ପିଟାଲ କର୍ମଚାରୀ ସଂଘ , ପାଚିକା ସଂଘ , ଏସ ସି ଏମ୍ , ସ୍ବାବଲମ୍ବୀ କାରିଗର ସଂଘ , ବିଶ୍ଵକର୍ମା ମଜଦୂର ସଂଘ , ମେସ୍ତ୍ରୀ ସଂଘ , ଖଲାସି ସଂଘର ଯୋଗଦେଇଥିଲେ
- ନାଲକୋ ପକ୍ଷରୁ ପଞ୍ଚପଟ୍ଟମାଳି ବକ୍ସାଇଟ ଖଣି ପାରିପାର୍ଶ୍ବିକ ଗ୍ରାମକୁ ନେଇ ଭଲିବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖଣି ଅଞ୍ଚଳ ପାର୍ଶ୍ୱବର୍ତ୍ତୀ ଗ୍ରାମ ଗୁଡିକରୁ ୨୪ଟି ଟିମ୍ ଅଂଶଗ୍ରହଣ କରିଥିଲେ। ୧୯ ତାରିଖ ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଗୁଞିଗୁଡାକୁ ହରାଇ ଉପର ରଙ୍ଗପାଣି ଟିମ୍ ଚମ୍ପିୟାନ ହୋଇଥିଲା। ନାଲକୋ ସିଏମଡି ବ୍ରିଜେନ୍ଦ୍ର ପ୍ରତାପ ସିଂହ,ଇଡି ଅମରେନ୍ଦ୍ର କୁମାର ମିଶ୍ର ଓ ଭି.ଏସ୍.ଏସ୍.ଆନନ୍ଦ,ସିଜିଏମ ପୁରୁଷୋତ୍ତମ ମହନ୍ତ,ସିଆଇଏସଏଫ ସିନିଅର କମାଣ୍ଡାଣ୍ଟ ସତ୍ୟଦେବ ଆର୍ଯ୍ୟଙ୍କ ସମେତ ନାଲକୋର ବିଭିନ୍ନ ବିଭାଗୀୟ ମୁଖ୍ୟ ଏବଂ ଖଣି ଅଞ୍ଚଳରୁ ଅଧିକାରୀ ମାନେ ଯୋଗଦେଇ ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରିଥିବା ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ। ଶିକ୍ଷା, ସ୍ବାସ୍ଥ୍ୟସେବା ସହ କ୍ରୀଡା ମାଧ୍ୟମରେ ସାମାଜିକ ସମ୍ପର୍କକୁ ସୁଦୃଢ଼ କରିବା ଏବଂ ଯୁବ ବିକାଶକୁ ପ୍ରୋତ୍ସାହିତ କରିବା ନାଲକୋର ଏହା ଏକ ବିଶେଷ ପଦକ୍ଷେପ ଓ ପ୍ରତିବଦ୍ଧତା ବୋଲି ସିଏମଡ଼ି ଶ୍ରୀ ସିଂହ ମତବ୍ୟକ୍ତ କରିଥିଲେ।1
- ଆଜି ପଦ୍ମପୁର ବ୍ଲକ୍ ଆଖୁସିଂ ପଞ୍ଚାୟତର ସଉରା ଆମ୍ବକୁଲା ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମାଁ ଗ୍ରାମଦେବୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ୍ ସଭାପତି ଶ୍ରୀ ମାଝି ଶବର ଏବଂ ସାଂସଦ ପ୍ରତିନିଧି ଏମ୍. ସୁରେଶ୍ କୁମାର (ନାନାଜୀ)ଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ଭକ୍ତିମୟ ଗାନ ଓ ପାରମ୍ପରିକ ରୀତିନୀତି ମଧ୍ୟରେ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଏହି ଶୁଭ କାର୍ଯ୍ୟ ସମ୍ପନ୍ନ ହୋଇଛି।1
- ପାରମ୍ପରିକ ରୀତିନୀତି ଅନୁସାରେ ଜୟପୁରରେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ଭକ୍ତିମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି ପବିତ୍ର ଅବସରରେ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଉପସ୍ଥିତ ରହି ପାରମ୍ପରିକ ପୂଜାର୍ଚ୍ଚନା ମାଧ୍ୟମରେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରିଥିଲେ।1
- Post by MSP TV (Reporter:-MiHiR)1
- ଅଦ୍ୟ ତା. 20/04/2026 ରିଖ ଆମ କଳିଙ୍ଗ ସମ୍ବାଦ ନିୟୁଜ ଚାନେଲ ର ନିମାପଡା ପ୍ରତିନିଧି ଦିପୁ ରଞ୍ଜନ ବେହେରା ନିମାପଡ଼ା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା ର ଉନ୍ନତି କରଣ କାମ ବୁଲି ଦେଖିଛନ୍ତି। ରାସ୍ତା ରେ ଠିକାଦାର ଅଠା ମାଟି ପକାଇ ଥିବା ଯୋଗୁଁ ଅଳ୍ପ ଝିପି ଝିପି ବର୍ଷା ରେ ରାସ୍ତା ରେ କାଦୁଅ ହୋଇଯାଉଛି। ଯାତାୟାତ ପାଇଁ ଜନସାଧାରଣ ହଇରାଣ ହରକତ ହେଉଛନ୍ତି।ଚାଲି କରି ଯିବା ଆସିବା ବ୍ୟକ୍ତି ମାନେ ମଧ୍ୟ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ଏଣୁ ବିଭାଗୀୟ ଅଧିକାରୀ ଏଥି ପ୍ରତି ଧ୍ୟାନ ଦେଇ ନିମାପଡା ପାଟପୁର ଠାରୁ ଅରିଷଣ୍ଢ ରାସ୍ତା କାମ ର ଉନ୍ନତି କରଣ ତୁରନ୍ତ ସମାପ୍ତ କଲେ ଜନସାଧାରଣ ଙ୍କ ଯାତାୟାତ ରେ ସୁବିଧା ହେବ ବୋଲି ଦାବୀ କରିଛନ୍ତି। ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର1
- ମୋବାଇଲ ମାଲିକ ମନରେ ହସ ଫୁଟାଇଲେ ଟିଟିଲାଗଡ଼ ପୋଲିସ.. ଟିଟିଲାଗଡ଼.. ଗତ ଏକ ବର୍ଷ ତଥା ଉର୍ଦ୍ଧ ସମୟ ଧରି ନିଜ ଝାଳ ବୁହା ଟଙ୍କା ରେ ମୋବାଇଲ କିଣିଥିବା ବେଳେ ଉକ୍ତ ମୋବାଇଲ ଗୁଡିକ ଚୋରି ହୋଇଯାଇଥିବା ବେଳେ କେତେକ ମୋବାଇଲ ହଜି ଯାଇଥିବା ନେଇ ଟିଟିଲାଗଡ଼ ଥାନା ରେ ଅଭିଯୋଗ ହୋଇଥିଲା l ଅଭିଯୋଗ ପାଇବା ପରେ ବଲାଙ୍ଗୀର ଏସ ପି ଅଭିଳାଷ ଜି ଙ୍କ ନିର୍ଦେଶ ରେ ତଥା ଟିଟିଲାଗଡ଼ ଏସ ଡ଼ି ପି ଓ ଯଶୋବନ୍ତ ପ୍ରଧାନ ଙ୍କ ନେତୃତ୍ୱ ରେ ଟିଟିଲାଗଡ଼ ଥାନାଅଧିକାରୀ ମନୋଜ କୁମାର ମୁଣ୍ଡା ଏକ ସ୍ୱତନ୍ତ୍ର ଟିମ କରି ଏହାର ତଦନ୍ତ ଆରମ୍ଭ କରିଥିଲେ l ତଦନ୍ତକାରୀ ଟିମ ଟିଟିଲାଗଡ଼ ଥାନାରେ ହୋଇଥିବା ବିଭିନ୍ନ ମୋବାଇଲ କେଶ ଗୁଡିକୁ ତଦାରଖ କରି ତଦନ୍ତ କରିବା ସହିତ ଆଜି ୧୬ ଗୋଟି ମୋବାଇଲ କୁ ଉଦ୍ଧାର କରି ମୋବାଇଲ ମାଲିକ ମାନଙ୍କୁ ହସ୍ତାନ୍ତର କରିବାରେ ସଫଳ ହୋଇଛି l ନିଜ ହଜି ଯାଇଥିବା ତଥା ଚୋରି ହୋଇଥିବା ମୋବାଇଲ ପୁଣି ଫେରିପାଇବାର ଆଶା ଛାଡି ଦେଇଥିବା ଲୋକେ ନିଜ ନିଜ ମୋବାଇଲ ପାଇ ଟିଟିଲାଗଡ଼ ପୋଲିସ କୁ ଧନ୍ୟବାଦ ଦେବା ସହ ଥାନାଅଧିକାରୀ ଏବଂ ତଦନ୍ତ କାରି ଟିମ କୁ କୃତଜ୍ଞତା ଜ୍ଞାପନ କରିଛନ୍ତି l ମୋବାଇଲ ଫେରିପାଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରେ ଗୁଳାପ ଛତର, ତେନ୍ତୁଳୀଖୁଣ୍ଟି, ବିବେକ ଘିଭେଲା ଗୂଂଚିତରା, ମଳୟ କୁମାର ବିଶି, ଲୁଥୁରବନ୍ଧ, ସୁଜିତ ସାହୁ, ଗୁଲମୀ, ଚନ୍ଦ୍ରଶିକା, ଭାଟି ପଡା, ପିତାମ୍ବର ବଗର୍ତି, ଶିରୋଲ,ସୁବ୍ରତ ପଣ୍ଡା, ରଘୁନାଥ ପଡା, କାଞ୍ଚନ ମହାରଣା, ହାଟପଦା ପଡା, ସୁଜିତ ସାହୁ, ତେଜରାଜ କୁମ୍ଭାର, ଦୀନବନ୍ଧୁ ସାହୁ, ବୈକୁଣ୍ଠ ବଗର୍ତି,ମିହିର ଚରଣ ଆଡ଼ଜୁଆର୍ଡ, ଙ୍କ ମୋବାଇଲ ଉଦ୍ଧାର କରି ହସ୍ତାନ୍ତର କରିଛି ଟିଟିଲାଗଡ଼ ପୋଲିସ l ଇନ୍ସପେକ୍ଟର ମନୋଜ କୁମାର ମୁଣ୍ଡା,ଏସ ଆଇ ତାରାବତୀ କିଷାନ ପ୍ରମୁଖ ରହିଛନ୍ତି l ଏହା ପୂର୍ବରୁ ମଧ୍ୟ ଟିଟିଲାଗଡ଼ ପୋଲିସ ଅନେକ ମୋବାଇଲ ଉଦ୍ଧାର କରି ମାଲିକ ମାନଙ୍କୁ ହସ୍ତାନ୍ତର କରି ପ୍ରଶଂସା ର ପାତ୍ର ହୋଇପାରିଛି l5
- ରାଜନଗର ଠାରେ ବିଜୁ ପଟ୍ଟନାୟକ ଙ୍କ ୨୯ ତମ ତିରୋଧାନ ଦିବସ ପାଳିତ1
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜୟପୁରରେ ରଥ କାଠ ଅନୁକୂଳ କାର୍ଯ୍ୟକ୍ରମ ଭକ୍ତିମୟ ପରିବେଶରେ ଭବ୍ୟ ଭାବେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସର ଜୟପୁରବାସୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ସାଂସ୍କୃତିକ ମହୋତ୍ସବ ଭାବେ ପରିଣତ ହୋଇଥିଲା।1