ସୁବର୍ଣ୍ଣପୁର ଜିଲ୍ଲାରେ ପାଳିତ ହେଲା ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟମାନ ଦିବସ ୨୦୨୬ ସୁବର୍ଣ୍ଣପୁର ଜିଲ୍ଲାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ବା ତୃତୀୟ ଲିଙ୍ଗ ଦୃଶ୍ୟମାନ ଦିବସ- ୨୦୨୬ ଜିଲ୍ଲା ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକାରଣ ବିଭାଗ ଦ୍ୱାରା ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ, (ସାଧାରଣ), ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ସୁବର୍ଣ୍ଣପୁର ଜୁବିନାଇଲ ଜଷ୍ଟିସ ବୋର୍ଡ ସଦସ୍ୟା,ଶ୍ରୀମତି ରଞ୍ଜିତା ସାହୁ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସାସ୍ଥ୍ୟ ଅଧିକାରୀ, ଜିଲ୍ଲା ଶ୍ରମ ଅଧିକାରୀ, ଜିଲ୍ଲା ପର୍ଯଟନ ଅଧିକାରୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଜିଲ୍ଲା କ୍ରୀଡା ଅଧିକାରୀ, ଡେପୁଟି କଲେକ୍ଟର ଏବଂ ସହାୟକ ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲାପାଳ କହିଥିଲେ ଯେ ତୃତୀୟ ଲିଙ୍ଗର ବ୍ୟକ୍ତିବିଶେଷଙ୍କୁ ଆମେ ଗ୍ରହଣ କରିବା ନିହାତି ଆବଶ୍ୟକ। ଏହା ଦ୍ୱାରା ତାଙ୍କର ଆତ୍ମସମ୍ମାନ ବୃଦ୍ଧି ପାଇବା ସହିତ ସେମାନେ ସମାଜରେ ସମ୍ମାନ ପାଇପାରିବେ। ଏହି ଉପଲକ୍ଷେ ତୃତୀୟ ଲିଙ୍ଗର ବ୍ୟକ୍ତିଙ୍କୁ ସମ୍ମାନଜନକ ଶବ୍ଦରେ ସମ୍ବୋଧନ କରିବା ପାଇଁ ସୁପାରିଶ କରିବା ପାଇଁ ପ୍ରସ୍ତାବ ଗୃହୀତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ତୃତୀୟ ଲିଙ୍ଗ ବ୍ୟକ୍ତି ବିଶେଷ ଙ୍କ ସୁରକ୍ଷା ଆକ୍ଟ ୨୦୧୯ ବିଷୟରେ ଜିଲ୍ଲା ଜିବିନାଇଲ ଜଷ୍ଟିସ ବୋର୍ଡ ର ସଦସ୍ୟା ଶ୍ରୀମତି ରଞ୍ଜିତା ସାହୁ ତାଲିମ ବା କର୍ମଶାଳା ମାଧ୍ୟମରେ ଉପସ୍ଥିତ ସମସ୍ତଙ୍କୁ ବିଶଦ ଭାବେ ଅବଗତ କରାଇଥିଲେ। ଲିଙ୍ଗର ଚିହ୍ନଟ, ଲିଙ୍ଗ ପରିବର୍ତ୍ତନ, ଜୀବନ ସାଥି ଚୟନ, ପକ୍ଷପାତ ଓ ଦୁର୍ବ୍ୟବହାର ନିବାରଣ ସହିତ ସମାଜର ମୁଖ୍ୟ ସ୍ରୋତକୁ ଆଣିବା ସମ୍ବନ୍ଧରେ ଆଲୋଚନା ହୋଇଥିଲା। ପରିଶେଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ ଐଶ୍ୱର୍ୟା ଋତୁପର୍ଣା ପ୍ରଧାନଙ୍କ ଉଦାହରଣ ଦେଇ କହିଥିଲେ ଯେ ତୃତୀୟ ଲିଙ୍ଗର ବ୍ୟକ୍ତିବିଶେଷମାନେ ନିଜ ସମ୍ମାନ ସମାଜରେ ସ୍ଥାପନ କରି ଉଚ୍ଚ ସ୍ତରକୁ ପହଞ୍ଚି ପାରିଛନ୍ତି।
ସୁବର୍ଣ୍ଣପୁର ଜିଲ୍ଲାରେ ପାଳିତ ହେଲା ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟମାନ ଦିବସ ୨୦୨୬ ସୁବର୍ଣ୍ଣପୁର ଜିଲ୍ଲାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ବା ତୃତୀୟ ଲିଙ୍ଗ ଦୃଶ୍ୟମାନ ଦିବସ- ୨୦୨୬ ଜିଲ୍ଲା ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକାରଣ ବିଭାଗ ଦ୍ୱାରା ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ, (ସାଧାରଣ), ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ସୁବର୍ଣ୍ଣପୁର ଜୁବିନାଇଲ ଜଷ୍ଟିସ ବୋର୍ଡ ସଦସ୍ୟା,ଶ୍ରୀମତି ରଞ୍ଜିତା ସାହୁ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସାସ୍ଥ୍ୟ ଅଧିକାରୀ, ଜିଲ୍ଲା ଶ୍ରମ ଅଧିକାରୀ, ଜିଲ୍ଲା ପର୍ଯଟନ ଅଧିକାରୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଜିଲ୍ଲା କ୍ରୀଡା ଅଧିକାରୀ, ଡେପୁଟି କଲେକ୍ଟର ଏବଂ ସହାୟକ ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲାପାଳ କହିଥିଲେ ଯେ ତୃତୀୟ ଲିଙ୍ଗର ବ୍ୟକ୍ତିବିଶେଷଙ୍କୁ ଆମେ ଗ୍ରହଣ କରିବା ନିହାତି ଆବଶ୍ୟକ।
ଏହା ଦ୍ୱାରା ତାଙ୍କର ଆତ୍ମସମ୍ମାନ ବୃଦ୍ଧି ପାଇବା ସହିତ ସେମାନେ ସମାଜରେ ସମ୍ମାନ ପାଇପାରିବେ। ଏହି ଉପଲକ୍ଷେ ତୃତୀୟ ଲିଙ୍ଗର ବ୍ୟକ୍ତିଙ୍କୁ ସମ୍ମାନଜନକ ଶବ୍ଦରେ ସମ୍ବୋଧନ କରିବା ପାଇଁ ସୁପାରିଶ କରିବା ପାଇଁ ପ୍ରସ୍ତାବ ଗୃହୀତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ତୃତୀୟ ଲିଙ୍ଗ ବ୍ୟକ୍ତି ବିଶେଷ ଙ୍କ ସୁରକ୍ଷା ଆକ୍ଟ ୨୦୧୯ ବିଷୟରେ ଜିଲ୍ଲା ଜିବିନାଇଲ ଜଷ୍ଟିସ ବୋର୍ଡ ର ସଦସ୍ୟା ଶ୍ରୀମତି ରଞ୍ଜିତା ସାହୁ ତାଲିମ ବା କର୍ମଶାଳା ମାଧ୍ୟମରେ ଉପସ୍ଥିତ ସମସ୍ତଙ୍କୁ ବିଶଦ ଭାବେ ଅବଗତ କରାଇଥିଲେ। ଲିଙ୍ଗର ଚିହ୍ନଟ, ଲିଙ୍ଗ ପରିବର୍ତ୍ତନ, ଜୀବନ ସାଥି ଚୟନ, ପକ୍ଷପାତ ଓ ଦୁର୍ବ୍ୟବହାର ନିବାରଣ ସହିତ ସମାଜର ମୁଖ୍ୟ ସ୍ରୋତକୁ ଆଣିବା ସମ୍ବନ୍ଧରେ ଆଲୋଚନା ହୋଇଥିଲା। ପରିଶେଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ ଐଶ୍ୱର୍ୟା ଋତୁପର୍ଣା ପ୍ରଧାନଙ୍କ ଉଦାହରଣ ଦେଇ କହିଥିଲେ ଯେ ତୃତୀୟ ଲିଙ୍ଗର ବ୍ୟକ୍ତିବିଶେଷମାନେ ନିଜ ସମ୍ମାନ ସମାଜରେ ସ୍ଥାପନ କରି ଉଚ୍ଚ ସ୍ତରକୁ ପହଞ୍ଚି ପାରିଛନ୍ତି।
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ସ୍ଥିତ ସରକାରୀ ୟୁପି ସ୍କୁଲ ର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ଚାନ୍ଦ ଙ୍କୁ ମଙ୍ଗଳବାର ଦିନ ଅପରାହ୍ନ ରେ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଅବସର ରେ ପୂର୍ବତନ ଜିଲ୍ଲା ଉଚ୍ଚ ଶିକ୍ଷା ପରାମର୍ଶଦାତା ଡ.ପ୍ରଫୁଲ୍ଲ କୁମାର ରଥ, ଶିକ୍ଷାବିତ ଧରଣୀଧର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ1
- ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ । ତାରିଖ -୦୧/୦୪/୨୦୨୬ ବୁଧଵାର । ଦିନର ୧୧ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର । BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । । ମୋ ୬୩୭୨୯୬୬୧୨୭1
- #ସୁବର୍ଣ୍ଣପୁର_DRCS_ସଞ୍ଜୟ_କୁମାର_ତ୍ରିପାଠୀ_ନିଲମ୍ବିତ ତରଭା ବ୍ଲକ ମରାଡୁଗୋଛା ପେକ୍ସରେ ନିଯୁକ୍ତି ଦୁର୍ନୀତି ପାଇଁ ନିଲମ୍ବିତ। #ମରାଡୁଗୋଛା_ପ୍ୟାକ୍ସରେ_ନିଯୁକ୍ତି_ଦୁର୍ନୀତିକୁ_ନେଇ_କଠୋର_ଆଭିମୁଖ୍ୟ_ପୋଷଣ_କରିଛନ୍ତି_ଜିଲ୍ଲାପାଳ_ଡ଼_ନୃପରାଜ_ସାହୁ1
- Post by BAHUJAN ADHIKAR1
- ବୌଦ୍ଧ ଜ଼ିଲ୍ଲା କଂଗ୍ରେସ କମିଟିର ନୂତନ ସଭାପତି ଭାବେ ଅବଦୁଲ କଲିମ ଖାଁ ଓରଫ ରାଜାଙ୍କୁ ନିଯୁକ୍ତି ମିଳିଥିବା ଜଣାପଡ଼ିଛି । ଏଭଳି ଖବର ସାମ୍ନାକୁ ଆସିବା ପରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି ।1
- कटक उच्च न्यायालय के लालबाग पुलिस स्टेशन क्षेत्र में स्थित परिसर में 3 मोटरसाइकिल और एक स्कॉर्पियो कार में आग लग गई।1
- ନିଶାମୁକ୍ତ ସମାଜ ଗଠନ ପାଇଁ ଏକ ପ୍ରୟାସ! 🚭 ଜମନକିରା ଯୁକ୍ତ ୩ ଡିଗ୍ରୀ ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ। ଜମନକିରା ବିଡ଼ିଓ ଶ୍ରୀ ରବୀନ୍ଦ୍ର କୁମାର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ନିଶାଠାରୁ ଦୂରେଇ ରହିବା ପାଇଁ ଦୃଢ଼ ସଂକଳ୍ପ ନେବାକୁ ଆହ୍ୱାନ କରିଛନ୍ତି। ପଲ୍ଲୀ ଭାରତୀ ୟୁଥ୍ କ୍ଲବର ପରିଚାଳନା ନିର୍ଦ୍ଦେଶିକା ଡାକ୍ତର ଜ୍ୟୋତ୍ସ୍ନା ପଧାନ ନିଶା ସେବନର ଭୟାବହତା ଓ ସ୍ୱାସ୍ଥ୍ୟ ଉପରେ ଏହାର କୁପ୍ରଭାବ ବିଷୟରେ ଆଲୋକପାତ କରିଥିଲେ।1
- Post by BAHUJAN ADHIKAR1