Shuru
Apke Nagar Ki App…
#ପିୟୁଷ_ଗୁରୁତର_ଆହତ ! 😢 ଯାତ୍ରା **‘#ସିଂହବାହିନୀ’**ର ମୁଖ୍ୟ ଅଭିନେତା ପିୟୁଷ ଯାତ୍ରା ପରିବେଷଣ ସମୟରେ ଗୁରୁତର ଆହତ ହୋଇଥିବା ଖବର ସାମ୍ନାକୁ ଆସିଛି। ଦେବଗଡ଼ ଜିଲ୍ଲା ବାରକୋଟ ବସୁପାଲିଠାରେ ଯାତ୍ରା ପରିବେଷଣ ବେଳେ ସେ ଗୁରୁତର ହୋଇଥିଲେ। ତାଙ୍କୁ ବାରକୋଟ ଗୋଷ୍ଠୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ଚିକିତ୍ସା ଜାରି ରହିଛି। 🙏 ପିୟୁଷଙ୍କ ଶୀଘ୍ର ସୁସ୍ଥତା ପାଇଁ ପ୍ରାର୍ଥନା କରନ୍ତୁ। 👉 ଯାତ୍ରା ମଞ୍ଚରେ ଅଘଟଣ 👉 ମୁଖ୍ୟ ଅଭିନେତା ପିୟୁଷ ଗୁରୁତର 👉 ଚିକିତ୍ସାଳୟରେ ଭର୍ତ୍ତି 👉 ଓଡ଼ିଶାରେ ଖବର ଚର୍ଚ୍ଚାରେ 📢 **ଏହି ଖବରକୁ SHARE କରନ୍ତୁ ଏବଂ ଅଧିକ ଲୋକଙ୍କ ପାଖରେ ପହଞ୍ଚାନ୍ତୁ।** #Piyush #Jatra #Singhabahini #viralnews #viralpost #news #nonfollowers
Bikram Mohapatra

More news from Odisha and nearby areas
- ନେପାଳରେ ପ୍ରକୃତିର ତାଣ୍ଡବ ଭଗିଲ ଡ୍ୟାମ ଭାସିଗଲା ଜନଜୀବନ ଗାଡ଼ି ଘର1
- କଟକ ସହରର ବିଭିନ୍ନ ବ୍ରିଜ୍ ଉପରେ ଉଠୁଛି ଗଛ! ବ୍ରିଜ୍ ପାଇଁ ବଢୁଛି ବିପଦ, ପ୍ରଶାସନ କାହିଁକି ନିରବଦ୍ରଷ୍ଟା? କଟକ ସହରର ବିଭିନ୍ନ ବ୍ରିଜ୍ ଉପରେ ଉଠୁଛି ଗଛ! ବ୍ରିଜ୍ ପାଇଁ ବଢୁଛି ବିପଦ, ପ୍ରଶାସନ କାହିଁକି ନିରବଦ୍ରଷ୍ଟା?1
- କଟକ ସହରର ବିଭିନ୍ନ ବ୍ରିଜ୍ ଉପରେ ଉଠୁଛି ଗଛ! ବ୍ରିଜ୍ ପାଇଁ ବଢୁଛି ବିପଦ, ପ୍ରଶାସନ କାହିଁକି ନିରବଦ୍ରଷ୍ଟା?1
- ବାଲିଅନ୍ତା ଥାନା ଅଞ୍ଚଳରୁ ବିପୁଳ ପରିମାଣର ମଦ ଜବତ । #ମଦ #Balianta #Baliantapolice #Police #DCPBhubaneswar #ACPbhubaneswar1
- ନାଗାବଳୀ ନଦୀ ପୋଲ ବିପଦ ସଙ୍କୁଳ ଅବସ୍ଥାରେ, ସମ୍ଭାବ୍ୟ ଦୁର୍ଘଟଣାକୁ ନେଇ ଗାଡି ଚାଳକ ଆତଙ୍କିତ ରାୟଗଡ଼ା ଜିଲ୍ଲାର ଜେକେପୁର ସ୍ଥିତ ନାଗାବଳୀ ନଦୀ ପୋଲ ବିପଦ ସଙ୍କୁଳ ଅବସ୍ଥାରେ ଥିବାରୁ ଦୁର୍ଘଟଣା ଆଶଙ୍କାରେ ଗାଡି ଚାଳକ ଓ ସ୍ଥାନୀୟ ଜନସାଧାରଣ ରହିଛନ୍ତି। ପ୍ରତିଦିନ ଶହ ଶହ କାର, ବସ, ମାଲବାହୀ ଟ୍ରକ ଚଳାଚଳ କରିଥାଏ। ପୋଲର ବାଡ଼ରେ ଏବଂ ପୋଲ ତଳ ଖମ୍ବରେ ଫାଟ ସୃଷ୍ଟି ହେବା ସହିତ ଗର୍ତ୍ତ ମଧ୍ୟ ସୃଷ୍ଟି ହେଲାଣି । କେତେବେଳେ ଯେ ପୋଲ ଭୁଶୁଡିବ ନତୁବା ଭାଙ୍ଗିଯିବ ଏଭଳି ଆଶଂକା ପୋଲ ରାସ୍ତାରେ ଯାଉଥିବା ଲୋକମାନଙ୍କୁ ଘାରିଛି। ଆଉ ଏକ ନୂତନ ପୋଲ ନିର୍ମାଣର ଆବଶ୍ୟକତା ଥିବା କଥା କହିଛନ୍ତି ସମାଜସେବୀ ମୂର୍ତ୍ତି ମିଣିଆକା। କେନ୍ଦ୍ର ଓ ରାଜ୍ୟର ସଡକ ପରିବହନ ମନ୍ତ୍ରୀ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବୀ ହେଉଛି।3
- ଚାରିଛକ ଅଞ୍ଚଳରେ ନବଜାତ ଶିଶୁକନ୍ୟାକୁ ଅଳିଆ ଗଦାରେ ମା' ଫୋପାଡି ଫେରାର ।1
- ବାରହା ସହ 2 ଘଣ୍ଟା ଲଢ଼େଇ ll ବିପଦରେ କୁନି ପିଲାଟିର ସାହସକୁ ଲୋକଙ୍କ ପ୍ରଶଂସା ll ବାରହା ସହ 2 ଘଣ୍ଟା ଲଢ଼େଇ ll ବିପଦରେ କୁନି ପିଲାଟିର ସାହସକୁ ଲୋକଙ୍କ ପ୍ରଶଂସା ll1
- ଭଡ଼ା ଘରେ ମହିଳାଙ୍କୁ ମାରି ପୋତି ଦେବାର ଅଭିଯୋଗ ll breaking news ll ଭଡ଼ା ଘରେ ମହିଳାଙ୍କୁ ମାରି ପୋତି ଦେବାର ଅଭିଯୋଗ ll breaking news ll1