logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବାଲିଅନ୍ତା ସୌମ୍ୟ ରଞ୍ଜନ ହତ୍ୟାକାଣ୍ଡ ମାମଲା; କନେଷ୍ଟବଳଙ୍କ ଆଗରେ ପିଟି ପିଟି ମାରିଦେଲେ ଲୋକେ। ବାଲିଅନ୍ତା ସୌମ୍ୟ ରଞ୍ଜନ ହତ୍ୟାକାଣ୍ଡ ; କନେଷ୍ଟବଳଙ୍କ ଆଗରେ ପିଟି ପିଟି ମାରିଦେଲେ ଲୋକେ। ସାମ୍ବାଦିକଙ୍କ ପ୍ରଶ୍ନ ଶୁଣି ଦୌଡ଼ିଲେ କନେଷ୍ଟବଳ।

1 hr ago
user_Amrit Prasad Das
Amrit Prasad Das
Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
1 hr ago

ବାଲିଅନ୍ତା ସୌମ୍ୟ ରଞ୍ଜନ ହତ୍ୟାକାଣ୍ଡ ମାମଲା; କନେଷ୍ଟବଳଙ୍କ ଆଗରେ ପିଟି ପିଟି ମାରିଦେଲେ ଲୋକେ। ବାଲିଅନ୍ତା ସୌମ୍ୟ ରଞ୍ଜନ ହତ୍ୟାକାଣ୍ଡ ; କନେଷ୍ଟବଳଙ୍କ ଆଗରେ ପିଟି ପିଟି ମାରିଦେଲେ ଲୋକେ। ସାମ୍ବାଦିକଙ୍କ ପ୍ରଶ୍ନ ଶୁଣି ଦୌଡ଼ିଲେ କନେଷ୍ଟବଳ।

More news from ଓଡ଼ିଶା and nearby areas
  • ବାଲିଅନ୍ତା ସୌମ୍ୟ ରଞ୍ଜନ ହତ୍ୟାକାଣ୍ଡ ମାମଲା; କନେଷ୍ଟବଳଙ୍କ ଆଗରେ ପିଟି ପିଟି ମାରିଦେଲେ ଲୋକେ। ବାଲିଅନ୍ତା ସୌମ୍ୟ ରଞ୍ଜନ ହତ୍ୟାକାଣ୍ଡ ; କନେଷ୍ଟବଳଙ୍କ ଆଗରେ ପିଟି ପିଟି ମାରିଦେଲେ ଲୋକେ। ସାମ୍ବାଦିକଙ୍କ ପ୍ରଶ୍ନ ଶୁଣି ଦୌଡ଼ିଲେ କନେଷ୍ଟବଳ।
    1
    ବାଲିଅନ୍ତା ସୌମ୍ୟ ରଞ୍ଜନ ହତ୍ୟାକାଣ୍ଡ ମାମଲା; କନେଷ୍ଟବଳଙ୍କ ଆଗରେ ପିଟି ପିଟି ମାରିଦେଲେ ଲୋକେ।
ବାଲିଅନ୍ତା ସୌମ୍ୟ ରଞ୍ଜନ ହତ୍ୟାକାଣ୍ଡ ; କନେଷ୍ଟବଳଙ୍କ ଆଗରେ ପିଟି ପିଟି ମାରିଦେଲେ ଲୋକେ। ସାମ୍ବାଦିକଙ୍କ ପ୍ରଶ୍ନ ଶୁଣି ଦୌଡ଼ିଲେ କନେଷ୍ଟବଳ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    1 hr ago
  • ବୀରମହାରାଜପୁରର ଶିବା ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ବେଶ୍ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି।
    1
    ବୀରମହାରାଜପୁରର ଶିବା ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ବେଶ୍ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି।
    user_Apananka Khabara
    Apananka Khabara
    Video Creator Cuttack (M.Corp.) P.S, Odisha•
    8 hrs ago
  • ସୌମ୍ୟଙ୍କ ମାମୁଁ କଣ କହୁଛନ୍ତି ଶୁଣନ୍ତୁ ... #BaliantaCase #baliantanews
    1
    ସୌମ୍ୟଙ୍କ ମାମୁଁ କଣ କହୁଛନ୍ତି ଶୁଣନ୍ତୁ ...    #BaliantaCase    #baliantanews
    user_SUDAM DAS
    SUDAM DAS
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    1 hr ago
  • ସୁର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଅପାରଗ କହିବା ସହ ଓଡ଼ିଶାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଥିବା ଅଭିଯୋଗ କରିଛନ୍ତି। ତାଙ୍କ କହିବାନୁସାରେ, ରାଜ୍ୟରେ ପ୍ରତିଦିନ ହତ୍ୟା ଭଳି ଘଟଣା ଘଟୁଛି, ଯାହା ସରକାରୀ ବ୍ୟବସ୍ଥାର ଦୁର୍ବଳତାକୁ ଦର୍ଶାଉଛି।
    1
    ସୁର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଅପାରଗ କହିବା ସହ ଓଡ଼ିଶାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଥିବା ଅଭିଯୋଗ କରିଛନ୍ତି। ତାଙ୍କ କହିବାନୁସାରେ, ରାଜ୍ୟରେ ପ୍ରତିଦିନ ହତ୍ୟା ଭଳି ଘଟଣା ଘଟୁଛି, ଯାହା ସରକାରୀ ବ୍ୟବସ୍ଥାର ଦୁର୍ବଳତାକୁ ଦର୍ଶାଉଛି।
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    11 hrs ago
  • ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତାଠାରେ ଦଳିତ ନେତା କାଳିଆ ଭୋଇଙ୍କ ଏକାଦଶୀ ପାଳନ କରାଯାଇଛି। ଜୟଦେବ ଏହି କାର୍ଯ୍ୟକ୍ରମର ଆୟୋଜନ କରି ସ୍ମୃତିସଭା ପାଳନ କରିଛନ୍ତି।
    1
    ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତାଠାରେ ଦଳିତ ନେତା କାଳିଆ ଭୋଇଙ୍କ ଏକାଦଶୀ ପାଳନ କରାଯାଇଛି। ଜୟଦେବ ଏହି କାର୍ଯ୍ୟକ୍ରମର ଆୟୋଜନ କରି ସ୍ମୃତିସଭା ପାଳନ କରିଛନ୍ତି।
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    22 hrs ago
  • ଢେଙ୍କାନାଳର ନିହାଲପ୍ରସାଦ ଅଷ୍ଟଶମ୍ଭୁ ମନ୍ଦିରକୁ ଯାଉଥିବା କଂକ୍ରିଟ ରାସ୍ତା ନିର୍ମାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ହୋଇଛି। କାମ ଚାଲିଥିବା ବେଳେ ବୋର୍ଡରେ ମଞ୍ଜୁରୀ ବର୍ଷ ୨୦୨୬ ଲେଖାଥିବା ଦେଖିବାକୁ ମିଳିଛି। ଏହି ଘଟଣା ଜିଲ୍ଲାପାଳଙ୍କ ଭୂମିକା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
    1
    ଢେଙ୍କାନାଳର ନିହାଲପ୍ରସାଦ ଅଷ୍ଟଶମ୍ଭୁ ମନ୍ଦିରକୁ ଯାଉଥିବା କଂକ୍ରିଟ ରାସ୍ତା ନିର୍ମାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ହୋଇଛି। କାମ ଚାଲିଥିବା ବେଳେ ବୋର୍ଡରେ ମଞ୍ଜୁରୀ ବର୍ଷ ୨୦୨୬ ଲେଖାଥିବା ଦେଖିବାକୁ ମିଳିଛି। ଏହି ଘଟଣା ଜିଲ୍ଲାପାଳଙ୍କ ଭୂମିକା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
    user_News odia odisha
    News odia odisha
    Tailor Nihalprasad, Dhenkanal•
    18 hrs ago
  • ଆଜି ବାଲିପାଟଣା ଥାନାରେ ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଅଭିନବ ଆୟୋଜନ ପାଇଁ ଥାନା ଅଧିକାରୀଙ୍କୁ ଧନ୍ୟବାଦ ଜଣାଯାଇଛି।
    1
    ଆଜି ବାଲିପାଟଣା ଥାନାରେ ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଅଭିନବ ଆୟୋଜନ ପାଇଁ ଥାନା ଅଧିକାରୀଙ୍କୁ ଧନ୍ୟବାଦ ଜଣାଯାଇଛି।
    user_ମନୋଜ କୁମାର ପୁଣ୍ଟିଆ
    ମନୋଜ କୁମାର ପୁଣ୍ଟିଆ
    ବାଲିପାଟଣା, ଖୋର୍ଦ୍ଧା, ଓଡ଼ିଶା•
    23 hrs ago
  • ବୌଦ୍ଧର ବୁଟୁପାଲିସ୍ଥିତ ଶ୍ରୀରାଧା ମାଧବ ସେବାଶ୍ରମରେ ଏକ ଆୟୁର୍ବେଦିକ ଓ ପ୍ରାକୃତିକ ଚିକିତ୍ସା ଶିବିର ଆୟୋଜିତ ହୋଇଛି। ଏହି ଶିବିରରେ ଲୋକମାନେ ଆୟୁର୍ବେଦିକ ପଦ୍ଧତିରେ ଚିକିତ୍ସା ସେବା ପାଇବେ। ଏହା ଅଞ୍ଚଳବାସୀଙ୍କୁ ପ୍ରାକୃତିକ ଉପାୟରେ ସୁସ୍ଥ ରହିବାରେ ସାହାଯ୍ୟ କରିବ।
    1
    ବୌଦ୍ଧର ବୁଟୁପାଲିସ୍ଥିତ ଶ୍ରୀରାଧା ମାଧବ ସେବାଶ୍ରମରେ ଏକ ଆୟୁର୍ବେଦିକ ଓ ପ୍ରାକୃତିକ ଚିକିତ୍ସା ଶିବିର ଆୟୋଜିତ ହୋଇଛି। ଏହି ଶିବିରରେ ଲୋକମାନେ ଆୟୁର୍ବେଦିକ ପଦ୍ଧତିରେ ଚିକିତ୍ସା ସେବା ପାଇବେ। ଏହା ଅଞ୍ଚଳବାସୀଙ୍କୁ ପ୍ରାକୃତିକ ଉପାୟରେ ସୁସ୍ଥ ରହିବାରେ ସାହାଯ୍ୟ କରିବ।
    user_Apananka Khabara
    Apananka Khabara
    Video Creator Cuttack (M.Corp.) P.S, Odisha•
    23 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.