logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ନୂଆପଡା ଜିଲ୍ଲା କୋମନା ଗସ୍ତରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ।

2 hrs ago
user_Hareram karuan
Hareram karuan
ସାମ୍ବାଦିକ Nuapada, Odisha•
2 hrs ago

ନୂଆପଡା ଜିଲ୍ଲା କୋମନା ଗସ୍ତରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ।

More news from Odisha and nearby areas
  • ନୂଆପଡା ଜିଲ୍ଲା କୋମନା ଗସ୍ତରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ।
    1
    ନୂଆପଡା ଜିଲ୍ଲା କୋମନା ଗସ୍ତରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ।
    user_Hareram karuan
    Hareram karuan
    ସାମ୍ବାଦିକ Nuapada, Odisha•
    2 hrs ago
  • ନୂଆପଡ଼ା -୨୪/୩ - ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ଅନ୍ତର୍ଗତ ଖଇରା ର ଗୋହିରାପଦର ଠାରେ ଷୋହଲ ପ୍ରହର ଅଖଣ୍ଡ ନାମ ଯଜ୍ଞ ଅନୁଷ୍ଠିତ ହେଉଅଛି l ରବିବାର ଅଧିବାସ ରହି ସୋମବାର ପ୍ରାତଃ ରୁ ନାମ ଆରମ୍ଭ ହୋଇ ବୁଧବାର ଦିନ ପୂର୍ଣାହୁତି ହେବ l କର୍ତ୍ତା ଭାବେ ମିନିକେତନ ମାଝୀ ଓ ପତ୍ନୀ ତୁଲସେ ମାଝୀ ଦାୟିତ୍ୱ ତୁଲାଉଥିବାବେଳେ ଜିତ ଦାସ ଓ ନବକିଶୋର ଯୋଷୀ ପୌରୋହିତ୍ୟ କରୁଛନ୍ତି l ପଡ଼ାର କୁବେର ମାଝୀ, ପୂର୍ଣ୍ଣ ମାଝୀ, ଓଁକାର ମାଝୀ,ଡମ୍ବରୁ ମାଝୀ,ଶତ୍ରୁଜିତ ମାଝୀ, ଅରୁଣ ମାଝୀ, ରାମ ମାଝୀ, ଦବଳ ମାଝୀ, ଉଗରେସନ ମାଝୀ ବୃହସ୍ପତି ମାଝୀ, ରଫା ମାଝୀ, ଜୟ ରାମ ମାଝୀ, ଚକ୍ର ମାଝୀ ,ମତିରାମ ମାଝୀ, ଅନ୍ତ ରାଉତ, ଜିତ ରାଉତ ନରୋତ୍ତମ ମାଝୀ, ମୋହନ ରାଉତ ପ୍ରମୁଖ ପୂଜା ଓ ଭଣ୍ଡାରା ଭୋଗ ବିତରଣ ରେ ସହଯୋଗ କରୁଛନ୍ତି l ଉପରୋକ୍ତ ଷୋହଲ ପ୍ରହରି ନାମ ଯଜ୍ଞ ଟି ବୁଢାଦେଓ ଯୁବକ ସଂଘ ଦ୍ୱାରା ଆୟୋଜିତ ହେଉଅଛି l
    3
    ନୂଆପଡ଼ା -୨୪/୩ - ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ଅନ୍ତର୍ଗତ ଖଇରା ର ଗୋହିରାପଦର ଠାରେ ଷୋହଲ ପ୍ରହର ଅଖଣ୍ଡ ନାମ ଯଜ୍ଞ ଅନୁଷ୍ଠିତ ହେଉଅଛି l ରବିବାର ଅଧିବାସ ରହି ସୋମବାର ପ୍ରାତଃ ରୁ ନାମ ଆରମ୍ଭ ହୋଇ ବୁଧବାର ଦିନ ପୂର୍ଣାହୁତି ହେବ l କର୍ତ୍ତା ଭାବେ ମିନିକେତନ ମାଝୀ ଓ ପତ୍ନୀ ତୁଲସେ ମାଝୀ ଦାୟିତ୍ୱ ତୁଲାଉଥିବାବେଳେ  ଜିତ ଦାସ ଓ ନବକିଶୋର ଯୋଷୀ ପୌରୋହିତ୍ୟ କରୁଛନ୍ତି l ପଡ଼ାର କୁବେର ମାଝୀ, ପୂର୍ଣ୍ଣ ମାଝୀ, ଓଁକାର ମାଝୀ,ଡମ୍ବରୁ ମାଝୀ,ଶତ୍ରୁଜିତ ମାଝୀ, ଅରୁଣ ମାଝୀ, ରାମ ମାଝୀ, ଦବଳ ମାଝୀ, ଉଗରେସନ ମାଝୀ ବୃହସ୍ପତି ମାଝୀ, ରଫା ମାଝୀ, ଜୟ ରାମ ମାଝୀ, ଚକ୍ର ମାଝୀ ,ମତିରାମ ମାଝୀ, ଅନ୍ତ ରାଉତ, ଜିତ ରାଉତ ନରୋତ୍ତମ ମାଝୀ, ମୋହନ ରାଉତ ପ୍ରମୁଖ ପୂଜା ଓ ଭଣ୍ଡାରା ଭୋଗ ବିତରଣ ରେ ସହଯୋଗ କରୁଛନ୍ତି l ଉପରୋକ୍ତ ଷୋହଲ ପ୍ରହରି ନାମ ଯଜ୍ଞ ଟି ବୁଢାଦେଓ ଯୁବକ ସଂଘ ଦ୍ୱାରା ଆୟୋଜିତ ହେଉଅଛି l
    user_Surendra Tiwari
    Surendra Tiwari
    Life Insurance Agency ନୂଆପଡା, ନୂଆପଡ଼ା, ଓଡ଼ିଶା•
    16 hrs ago
  • ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ କୁ ବିରୋଧ କରି ଆଜି ବେଳପଡା କୋଶଳ କମିଟି ପକ୍ଷରୁ ବେଳପଡା ଏକ ଦାବିପତ୍ର ପ୍ରଦାନ।
    2
    ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ କୁ ବିରୋଧ କରି ଆଜି ବେଳପଡା କୋଶଳ କମିଟି ପକ୍ଷରୁ ବେଳପଡା ଏକ ଦାବିପତ୍ର ପ୍ରଦାନ।
    user_BHOJARAJ DANDASENA
    BHOJARAJ DANDASENA
    Journalist ବେଲପରା, ବଲାଙ୍ଗୀର, ଓଡ଼ିଶା•
    16 hrs ago
  • ରାଇସ ମିଲ ରେ ନିଆଁ ଲାଗି ଲକ୍ଷାଧିକ ମୂଲ୍ୟ ର ଅଖା ବସ୍ତା ନଷ୍ଟ, ନିଆଁ କୁ ଆୟତ୍ତ କଲେ ଅଗ୍ନିଶମ କର୍ମଚାରୀ। କୋକସରା ବ୍ଲକ ଅନ୍ତର୍ଗତ ବଙ୍ଗୋମୁଣ୍ଡା ସ୍ଥିତ ଜେ.କେ ଫୁଡ଼ ରାଇସ ମିଲ୍ ରେ ଗତ ସୋମବାର ମଧ୍ୟାହ୍ନ ରେ ନିକଟସ୍ଥ ଚାଷଜମି ରେ ଲାଗିଥିବା ନିଆଁ ରୁ ପବନ ରେ ନିଆଁ ହୁଲା ଉଡି ଗୋଦାମ ରେ ଥିବା ଅଖା ବସ୍ତା ରେ ପଡିଥିବା ବେଳେ ଘଟଣା ର କିଛି ଘଣ୍ଟା ପରେ ଗୋଦାମ ରୁ ଧୂଆଁ ହେବା ଦେଖି ସୁରକ୍ଷା ରେ ଥିବା କର୍ମଚାରୀ ଗୋଦାମ ଗୃହ ଖୋଲିବା ପରେ ଗୋଦାମ ରେ ଥିବା ୫୦ ହଜାର ରୁ ଉର୍ଦ୍ଧ ଅଖା ବସ୍ତା ରେ ନିଆଁ ଲାଗିଥିବା ଦେଖି ମିଲ୍ ମାଲିକ ପ୍ରଶାନ୍ତ କୁମାର ସାହୁଙ୍କୁ ସୂଚନା ଦେଇଥିଲେ। ପରେ ମିଲ୍ ମାଲିକ କୋକସରା ଅଗ୍ନିଶମ ବିଭାଗ କୁ ସୂଚନା ଦେବାପରେ ଅଗ୍ନିଶମ ବିଭାଗ ଅଧିକାରୀ ସୁନୀଲ ରଞ୍ଜନ ବାର୍ଳା ଙ୍କ ନେତୃତ୍ୱରେ କର୍ମଚାରୀ ମାନେ ମିଲ ରେ ପହଞ୍ଚି ଗୋଦାମ ରେ ଲାଗିଥିବା ନିଆଁ କୁ ଆୟତ୍ତ କରିଥିଲେ। ତେବେ ଏହି ସମୟ ମଧ୍ୟରେ ଗୋଦାମ ରେ ଥିବା ୫୦ ହଜାର ରୁ ଉର୍ଦ୍ଧ ଅଖା ବସ୍ତା ନିଆଁ ରେ ପୋଡି ପାଉଁଶ ହୋଇ ଯାଇଥିଲା। ତେବେ ଏହି ଅଘଟଣ ରୁ ମିଲ ର ଅନ୍ୟ କୌଣସି ଗୋଦାମ କୁ ନିଆଁ ବ୍ୟାପି ନଥିବା ବେଳେ ଏକ ବଡ଼ ଦୁର୍ଘଟଣା କୁ ଏଡାଇ ଦିଆଯାଇଛି। କଳାହାଣ୍ଡିରୁ ରିତେଶ କୁମାର ମୁଣ୍ଡଙ୍କ ରିପୋର୍ଟ
    4
    ରାଇସ ମିଲ ରେ ନିଆଁ ଲାଗି ଲକ୍ଷାଧିକ ମୂଲ୍ୟ ର ଅଖା ବସ୍ତା ନଷ୍ଟ, ନିଆଁ କୁ ଆୟତ୍ତ କଲେ ଅଗ୍ନିଶମ କର୍ମଚାରୀ।
କୋକସରା ବ୍ଲକ ଅନ୍ତର୍ଗତ ବଙ୍ଗୋମୁଣ୍ଡା ସ୍ଥିତ ଜେ.କେ ଫୁଡ଼ ରାଇସ ମିଲ୍ ରେ ଗତ ସୋମବାର ମଧ୍ୟାହ୍ନ ରେ ନିକଟସ୍ଥ ଚାଷଜମି ରେ ଲାଗିଥିବା ନିଆଁ ରୁ ପବନ ରେ ନିଆଁ ହୁଲା ଉଡି ଗୋଦାମ ରେ ଥିବା ଅଖା ବସ୍ତା ରେ ପଡିଥିବା ବେଳେ ଘଟଣା ର କିଛି ଘଣ୍ଟା ପରେ ଗୋଦାମ ରୁ ଧୂଆଁ ହେବା ଦେଖି ସୁରକ୍ଷା ରେ ଥିବା କର୍ମଚାରୀ  ଗୋଦାମ ଗୃହ ଖୋଲିବା ପରେ ଗୋଦାମ ରେ ଥିବା  ୫୦ ହଜାର ରୁ ଉର୍ଦ୍ଧ ଅଖା ବସ୍ତା ରେ ନିଆଁ ଲାଗିଥିବା ଦେଖି ମିଲ୍ ମାଲିକ ପ୍ରଶାନ୍ତ କୁମାର ସାହୁଙ୍କୁ ସୂଚନା ଦେଇଥିଲେ। ପରେ ମିଲ୍ ମାଲିକ କୋକସରା ଅଗ୍ନିଶମ ବିଭାଗ କୁ ସୂଚନା ଦେବାପରେ ଅଗ୍ନିଶମ ବିଭାଗ ଅଧିକାରୀ ସୁନୀଲ ରଞ୍ଜନ ବାର୍ଳା ଙ୍କ ନେତୃତ୍ୱରେ କର୍ମଚାରୀ ମାନେ ମିଲ ରେ ପହଞ୍ଚି ଗୋଦାମ ରେ ଲାଗିଥିବା ନିଆଁ କୁ ଆୟତ୍ତ କରିଥିଲେ। ତେବେ ଏହି ସମୟ ମଧ୍ୟରେ ଗୋଦାମ ରେ ଥିବା ୫୦ ହଜାର ରୁ ଉର୍ଦ୍ଧ ଅଖା ବସ୍ତା ନିଆଁ ରେ ପୋଡି ପାଉଁଶ ହୋଇ ଯାଇଥିଲା। ତେବେ ଏହି ଅଘଟଣ ରୁ ମିଲ ର ଅନ୍ୟ କୌଣସି ଗୋଦାମ କୁ ନିଆଁ ବ୍ୟାପି ନଥିବା ବେଳେ ଏକ ବଡ଼ ଦୁର୍ଘଟଣା କୁ ଏଡାଇ ଦିଆଯାଇଛି।
କଳାହାଣ୍ଡିରୁ ରିତେଶ କୁମାର ମୁଣ୍ଡଙ୍କ ରିପୋର୍ଟ
    user_ରିତେଶ ମୁଣ୍ଡ କୋକସରା ମେଡ଼ିଆ
    ରିତେଶ ମୁଣ୍ଡ କୋକସରା ମେଡ଼ିଆ
    Press advisory Kokasara, Kalahandi•
    10 hrs ago
  • ଅଏଲରେ ଫଗୁ ଜନ
    1
    ଅଏଲରେ ଫଗୁ ଜନ
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    15 hrs ago
  • ଧର୍ମ ହିଁ ରାଜସତ୍ତା ଆଉ ରାଜସତ୍ତା ହିଁ ଧର୍ମ - ଡ଼ ପ୍ରବୀଣ ତୋଗାଡିଆ ସୁବର୍ଣ୍ଣପୁର: ଆଜି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦର ରାଷ୍ଟ୍ରୀୟ ଅଧ୍ୟକ୍ଷ ଡ଼ଃ ପ୍ରବୀଣ ଭାଇ ତୋଗାଡିଆ ସୁବର୍ଣ୍ଣପୁର ଜିଲ୍ଲାକୁ ଦିନିକିଆ ଗସ୍ତ ଅବସରରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।
    1
    ଧର୍ମ ହିଁ ରାଜସତ୍ତା ଆଉ ରାଜସତ୍ତା ହିଁ ଧର୍ମ - ଡ଼ ପ୍ରବୀଣ ତୋଗାଡିଆ
ସୁବର୍ଣ୍ଣପୁର: ଆଜି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦର ରାଷ୍ଟ୍ରୀୟ ଅଧ୍ୟକ୍ଷ ଡ଼ଃ ପ୍ରବୀଣ ଭାଇ ତୋଗାଡିଆ ସୁବର୍ଣ୍ଣପୁର ଜିଲ୍ଲାକୁ ଦିନିକିଆ ଗସ୍ତ ଅବସରରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    15 min ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    4 hrs ago
  • ମହୁଲ ଫୁଲ, ଆଦିବାସୀ ଙ୍କ ପାରମ୍ପରିକ ଜିବିକା । Place_Kalahandi ବସନ୍ତ ଋତୁର ଆଗମନ ସହିତ ଗ୍ରାମାଞ୍ଚଳ ଓ ଜନଜାତି ଅଞ୍ଚଳରେ ମହୁଲ ଫୁଲ ସଂଗ୍ରହ ପାରମ୍ପରିକ ଜୀବିକା ପାଲଟିଥାଏ। ଏହା ଜନଜାତିଙ୍କ ଜୀବନ ଜୀବିକା, ଭାବନା ଓ ସ୍ୱାଭିମାନ ସହ ଜଡିତ।ଫାଲଗୁନରୁ ଚୈତ୍ର ପର୍ଯ୍ୟନ୍ତ ଏହି ଦୁଇ ମାସ ମଧ୍ୟରେ ମହୁଲ ଫୁଲ ସଂଗ୍ରହ କରି ଲୋକେ ନିଜ ଜୀବିକା ଚଲାନ୍ତି।ତେବେ ବଜାର ବ୍ୟବସ୍ଥା ନଥିବାରୁ ଲୋକେ ନ୍ୟାୟସଙ୍ଗତ ଦର ପାଉନାହାନ୍ତି। ଆସନ୍ତୁ ଦେଖିବା ଏହି ରିପୋର୍ଟ… ବସନ୍ତର ମଲୟ ପବନେ ମହୁଲ ଫୁଲ ପଡ଼ିବା ସହିତ ଗ୍ରାମାଞ୍ଚଳରେ ଆରମ୍ଭ ହୋଇଯାଏ ମହୁଲ ଗୋଟେଇବାର ପାରମ୍ପରିକ ଦୃଶ୍ୟ।ପିଢ଼ି ପିଢ଼ି ଧରି ଏହି କାମ କରୁଥିବା ଆଦିବାସୀ ଲୋକଙ୍କ ପାଇଁ ଏହା କେବଳ ରୋଜଗାର ନୁହେଁ, ଏକ ଆତ୍ମସନ୍ତୋଷର ମାଧ୍ୟମ।ପ୍ରତିଦିନ ସକାଳେ ବସନ୍ତ ମଲୟ ପବନେ ମହୁଲ ଗଛ ତଳେ ଫୁଲ ସଂଗ୍ରହ କରି ସେମାନେ ନିଜ ଜୀବନ ଚାଲାନ୍ତି ଯଦିଓ ଏହା ଜୀବିକାର ମୁଖ୍ୟ ଉତ୍ସ, କିନ୍ତୁ ବଜାର ବ୍ୟବସ୍ଥା ନଥିବାରୁ ଗାଁ ଗାଁରେ ବେପାରୀମାନେ କମ୍ ଦରରେ ମହୁଲ କିଣୁଛନ୍ତି।ଗତବର୍ଷ ମଧ୍ୟ ପ୍ରଥମେ କମ୍ ଦର ଥିଲା, ପରେ କିଛି ଭଲ ଦର ରେ ବିକ୍ରି କରିଥିବା କୁହନ୍ତି।ତଥାପି ଦୈନିକ ପାରିଶ୍ରମିକ ଭାବେ ଏହା ମହୁଲ ଗୋଟାଲି ଙ୍କୁ ସାହାଯ୍ୟ କରୁଛି ।“ଗଛ ଅଛି ମାନେ ମହୁଲ ଗୋଟେଇବା କୁ ପଡିବ… ଏହା ଆମର ପାରମ୍ପରିକ କାମ।ଦର କମ୍ ଥିଲେ ମଧ୍ୟ ଛାଡି ପାରିବୁ ନାହିଁ।ସରକାର ଯଦି ସ୍ୱତନ୍ତ୍ର ବଜାର ବ୍ୟବସ୍ଥା କରନ୍ତି, ତାହେଲେ ଆମେ ଭଲ ରୋଜଗାର ପାଇପାରିବୁ।” ମହୁଲ କେବଳ ଏକ ଫୁଲ ନୁହେଁ, ଏହା ଜନଜାତିଙ୍କ ଜୀବନ ରେଖା।ସରକାରୀ ସହଯୋଗ ଓ ନ୍ୟାୟସଙ୍ଗତ ବଜାର ବ୍ୟବସ୍ଥା ହେଲେ ଏହି ପାରମ୍ପରିକ ଜୀବିକା ଆହୁରି ସୁଦୃଢ଼ ହୋଇପାରିବ। କଳାହାଣ୍ଡିରୁ ରିତେଶ କୁମାର ମୁଣ୍ଡଙ୍କ ରିପୋର୍ଟ
    4
    ମହୁଲ ଫୁଲ, ଆଦିବାସୀ ଙ୍କ ପାରମ୍ପରିକ ଜିବିକା ।
Place_Kalahandi
ବସନ୍ତ ଋତୁର ଆଗମନ ସହିତ ଗ୍ରାମାଞ୍ଚଳ ଓ ଜନଜାତି ଅଞ୍ଚଳରେ ମହୁଲ ଫୁଲ ସଂଗ୍ରହ ପାରମ୍ପରିକ ଜୀବିକା ପାଲଟିଥାଏ। ଏହା ଜନଜାତିଙ୍କ ଜୀବନ ଜୀବିକା, ଭାବନା ଓ ସ୍ୱାଭିମାନ ସହ ଜଡିତ।ଫାଲଗୁନରୁ ଚୈତ୍ର ପର୍ଯ୍ୟନ୍ତ ଏହି ଦୁଇ ମାସ ମଧ୍ୟରେ ମହୁଲ ଫୁଲ ସଂଗ୍ରହ କରି ଲୋକେ ନିଜ ଜୀବିକା ଚଲାନ୍ତି।ତେବେ ବଜାର ବ୍ୟବସ୍ଥା ନଥିବାରୁ ଲୋକେ ନ୍ୟାୟସଙ୍ଗତ ଦର ପାଉନାହାନ୍ତି।
ଆସନ୍ତୁ ଦେଖିବା ଏହି ରିପୋର୍ଟ… 
ବସନ୍ତର ମଲୟ ପବନେ ମହୁଲ ଫୁଲ ପଡ଼ିବା ସହିତ ଗ୍ରାମାଞ୍ଚଳରେ ଆରମ୍ଭ ହୋଇଯାଏ ମହୁଲ ଗୋଟେଇବାର ପାରମ୍ପରିକ ଦୃଶ୍ୟ।ପିଢ଼ି ପିଢ଼ି ଧରି ଏହି କାମ କରୁଥିବା ଆଦିବାସୀ ଲୋକଙ୍କ ପାଇଁ ଏହା କେବଳ ରୋଜଗାର ନୁହେଁ, ଏକ ଆତ୍ମସନ୍ତୋଷର ମାଧ୍ୟମ।ପ୍ରତିଦିନ ସକାଳେ ବସନ୍ତ ମଲୟ ପବନେ ମହୁଲ ଗଛ ତଳେ ଫୁଲ ସଂଗ୍ରହ କରି ସେମାନେ ନିଜ ଜୀବନ ଚାଲାନ୍ତି
ଯଦିଓ ଏହା ଜୀବିକାର ମୁଖ୍ୟ ଉତ୍ସ, କିନ୍ତୁ ବଜାର ବ୍ୟବସ୍ଥା ନଥିବାରୁ ଗାଁ ଗାଁରେ ବେପାରୀମାନେ କମ୍ ଦରରେ ମହୁଲ କିଣୁଛନ୍ତି।ଗତବର୍ଷ ମଧ୍ୟ ପ୍ରଥମେ କମ୍ ଦର ଥିଲା, ପରେ କିଛି ଭଲ ଦର ରେ ବିକ୍ରି କରିଥିବା କୁହନ୍ତି।ତଥାପି ଦୈନିକ ପାରିଶ୍ରମିକ ଭାବେ ଏହା ମହୁଲ ଗୋଟାଲି ଙ୍କୁ ସାହାଯ୍ୟ କରୁଛି ।“ଗଛ ଅଛି ମାନେ ମହୁଲ ଗୋଟେଇବା କୁ ପଡିବ… ଏହା ଆମର ପାରମ୍ପରିକ କାମ।ଦର କମ୍ ଥିଲେ ମଧ୍ୟ ଛାଡି ପାରିବୁ ନାହିଁ।ସରକାର ଯଦି ସ୍ୱତନ୍ତ୍ର ବଜାର ବ୍ୟବସ୍ଥା କରନ୍ତି, ତାହେଲେ ଆମେ ଭଲ ରୋଜଗାର ପାଇପାରିବୁ।”
ମହୁଲ କେବଳ ଏକ ଫୁଲ ନୁହେଁ, ଏହା ଜନଜାତିଙ୍କ ଜୀବନ ରେଖା।ସରକାରୀ ସହଯୋଗ ଓ ନ୍ୟାୟସଙ୍ଗତ ବଜାର ବ୍ୟବସ୍ଥା ହେଲେ ଏହି ପାରମ୍ପରିକ ଜୀବିକା ଆହୁରି ସୁଦୃଢ଼ ହୋଇପାରିବ।
କଳାହାଣ୍ଡିରୁ   ରିତେଶ କୁମାର ମୁଣ୍ଡଙ୍କ ରିପୋର୍ଟ
    user_ରିତେଶ ମୁଣ୍ଡ କୋକସରା ମେଡ଼ିଆ
    ରିତେଶ ମୁଣ୍ଡ କୋକସରା ମେଡ଼ିଆ
    Press advisory Kokasara, Kalahandi•
    10 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.