Shuru
Apke Nagar Ki App…
ବିନକା ବ୍ଲକରେ ସୁବର୍ଣ୍ଣପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ୧୦୫ଟି ଦରଖାସ୍ତ ଗ୍ରହଣ, ୨୫ଟିର ତୁରନ୍ତ ସମାଧାନ ସୁବର୍ଣ୍ଣପୁର, ତା ୧୧/୦୫/୨୦୨୬: ସୁବର୍ଣ୍ଣପୁର ଜିଲ୍ଲାର ବିନକା ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ମହଦା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତାପ କୁମାର ରଣା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୧୦୫ (ଏକ ଶହ ପାଞ୍ଚ)ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୭୮ (ଅଠସ୍ତରୀ)ଟି ବ୍ୟକ୍ତିଗତ ଓ ୨୭ (ସତେଇଶ)ଟି ସାମୁହିକ ଦରଖାସ୍ତ ଥିଲା।
Ramahari Sethi
ବିନକା ବ୍ଲକରେ ସୁବର୍ଣ୍ଣପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ୧୦୫ଟି ଦରଖାସ୍ତ ଗ୍ରହଣ, ୨୫ଟିର ତୁରନ୍ତ ସମାଧାନ ସୁବର୍ଣ୍ଣପୁର, ତା ୧୧/୦୫/୨୦୨୬: ସୁବର୍ଣ୍ଣପୁର ଜିଲ୍ଲାର ବିନକା ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ମହଦା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତାପ କୁମାର ରଣା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୧୦୫ (ଏକ ଶହ ପାଞ୍ଚ)ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୭୮ (ଅଠସ୍ତରୀ)ଟି ବ୍ୟକ୍ତିଗତ ଓ ୨୭ (ସତେଇଶ)ଟି ସାମୁହିକ ଦରଖାସ୍ତ ଥିଲା।
More news from ଓଡ଼ିଶା and nearby areas
- ସୁବର୍ଣ୍ଣପୁର ନ୍ୟୁ ଟାଉନ ହଲରେ ମହିଳା ମୋର୍ଚ୍ଚା ପକ୍ଷରୁ ଏକ ଜନ ଆକ୍ରୋଶ ସମାବେଶ କରାଯାଇଛି। ଏହି ସମାବେଶରେ ବହୁ ସଂଖ୍ୟାରେ ମହିଳା କର୍ମୀ ଯୋଗ ଦେଇଥିଲେ।1
- ସୋନପୁର ଜିଲ୍ଲା ଉପର ଫବସି ଗ୍ରାମବାସୀ ଆଶା ଦିଦି ନିଯୁକ୍ତି ଦାବିରେ ଉପଜିଲ୍ଲାପାଳଙ୍କୁ ଭେଟିଛନ୍ତି। ଗାଁରେ ଆଶା କର୍ମୀ ପଦବୀ ଖାଲି ଥିବାରୁ ସ୍ୱାସ୍ଥ୍ୟ ସେବାରେ ସମସ୍ୟା ଦେଖାଦେଇଛି। ସେମାନେ ତୁରନ୍ତ ନିଯୁକ୍ତି ପାଇଁ ଦାବି କରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।1
- ସୋନପୁର ଜିଲ୍ଲା ବୀରମହାରାଜପୁର ରଥପୁର ଛକରେ ଲାଇଟ୍ ଖୁଣ୍ଟ ସ୍ଥାପନ କାମରେ ବଡ଼ ଅନିୟମିତତା ଦେଖିବାକୁ ମିଳିଛି। ବିନା ଛଡ଼ରେ ଲଗାଯାଇଥିବା ଏହି ଖୁଣ୍ଟଟି ଲାଇଟ୍ ଲଗାଇବା ସମୟରେ ହିଁ ତଳକୁ ଖସିପଡ଼ିଥିଲା। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ କାର୍ଯ୍ୟର ମାନ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।1
- ପ୍ରଚଣ୍ଡ ଗ୍ରୀଷ୍ମରେ ଆକ୍ସନ୍ ମୋଡ୍ରେ ବୌଦ୍ଧ ଜିଲ୍ଲାପାଳ ! ପାଣି ଓ ବିଦ୍ୟୁତ୍ ସମସ୍ୟା ନେଇ କଡା ନିର୍ଦ୍ଦେଶ ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତିରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ l ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋଏଲ୍ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ, ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଶିବିରରେ ୭୩ ଗୋଟି ବ୍ୟକ୍ତିଗତ ଓ ୦୫ ଟି ଗୋଷ୍ଠିଗତ ଏଭଳି ମୋଟ ୭୮ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ୨୯ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା l ଅନ୍ୟାନ୍ୟ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଜଣେ ଅସହାୟଙ୍କୁ ରେଡକ୍ରସ୍ ପାଣ୍ଠି ରୁ ୫ ହଜାର ଟଙ୍କାର ତତ୍କାଳ ସହାୟତା ଏବଂ ଜଣେ ଦିବ୍ୟାଙ୍ଗଙ୍କୁ ଏକ ହ୍ୱିଲ ଚେୟାର ଜିଲ୍ଲାପାଳ ପ୍ରଦାନ କରିଥିଲେ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାନୀୟ ଜଳ ଓ ବିଦ୍ୟୁତ୍ ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ସଂପୃକ୍ତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ହରଭଂଗା ବିଡ଼ିଓ ବିଜୟ ପ୍ରଧାନ, ତହସିଲଦାର ବଳଦେବ ବେହେରା, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଜ୍ୟୋତିରଞ୍ଜନ ଭୋଇ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l1
- ଭାରତ ଦ୍ରୁତ ଗତିରେ ଆଗକୁ ବଢୁଥିବାବେଳେ ସାମୂହିକ ସଂକଳ୍ପ ଏବଂ ଦାୟିତ୍ୱବୋଧର ଆବଶ୍ୟକତା ଉପରେ ଗୁରୁତ୍ୱ ଦିଆଯାଇଛି। ସମସ୍ତ ଭାରତୀୟଙ୍କୁ ଏଥିପାଇଁ ଆହ୍ୱାନ କରାଯାଇଛି।1
- ବିଦ୍ୟୁତ୍ ବିଭାଗର ଠିକା କର୍ମଚାରୀ ଙ୍କୁ ଛଟେଇ ଅଭିଯୋଗ ଆଠମଲ୍ଲିକ ଉପଖଣ୍ଡର ବଇଣ୍ଡ ବିଦ୍ୟୁତ୍ ବିଭାଗର ଠିକା କର୍ମଚାରୀ ଙ୍କୁ ଛଟେଇ ଅଭିଯୋଗ। ଆଠମଲ୍ଲିକ ଉପଖଣ୍ଡର ବଇଣ୍ଡ ବିଦ୍ୟୁତ୍ ବିଭାଗର ଠିକା କର୍ମଚାରୀ ଙ୍କୁ ଛଟେଇ ଅଭିଯୋଗ।1
- ଓଡ଼ିଶାର ବିଭିନ୍ନ ସ୍ଥାନରେ ମୁଷ୍ଟିମେୟ ଲୋକେ ସରକାରୀ ଜମିକୁ ଜବରଦଖଲ କରିଛନ୍ତି। ଏହି ସମସ୍ୟା ରାଜ୍ୟରେ ଏକ ବଡ଼ ଚିନ୍ତାର ବିଷୟ ପାଲଟିଛି ଏବଂ ପ୍ରଶାସନର ଭୂମିକା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି।1
- ଆସ ଯିମା କ୍ରିପାଲ୍ ସେଣ୍ଟର,ସ୍ବାସ୍ଥ୍ୟ ଭଲ ରହିବ ଯୁଗ ଯୁଗ ତକ l ଅତିଥି ଭାବେ ଯୋଗ ଦେଇଥିଲେ ନରେନ୍ଦ୍ର କୁମାର ହୋତା l ବରଗଡ଼ ଜିଲ୍ଲା ବରପାଲି ସାପ୍ତାହିକ ବଜାର ପାଖରେ। କ୍ରୀପାଲ ଫିଟନେସ ସେଣ୍ଟରକୁ ଶୁଭ ମହୁରତ କଲେ ଫାର୍ମାସିଷ୍ଟ କଲେଜର ଚେୟାରମେନ ନରେନ୍ଦ୍ର କୁମାର ହୋତା l1
- Post by KOSAL TIMES1