logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ୱାର୍କଚାର୍ଜଡ଼ କର୍ମଚାରୀଙ୍କୁ ପେନସନ ଦେବା ଦାବିରେ ପୂର୍ତ୍ତ ସଂଗଠନ

4 hrs ago
user_ମାନସ କୁମାର ଦାସ
ମାନସ କୁମାର ଦାସ
Credit reporting agency ପିପିଲି, ପୁରୀ, ଓଡ଼ିଶା•
4 hrs ago
28c9a883-d395-4fdf-a5ec-a6de3945fed6

ୱାର୍କଚାର୍ଜଡ଼ କର୍ମଚାରୀଙ୍କୁ ପେନସନ ଦେବା ଦାବିରେ ପୂର୍ତ୍ତ ସଂଗଠନ

More news from ଓଡ଼ିଶା and nearby areas
  • ଭଦ୍ରକରେ ଅଭାବନୀୟ ଦୃଶ୍ୟ! ହିନ୍ଦୁ ହିନ୍ଦୁ କହି ପିଟିଲେ କିଛି ମୁସଲମାନ ବ୍ୟକ୍ତି। ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ପିଟିଲେ ମୁସଲିମ୍। ଗାଡ଼ିରେ ତେଲ ପକାଇବାକୁ ଯାଇଥିଲେ, ମାଡ଼ଖାଇ ମେଡ଼ିକାଲରେ ଭର୍ତ୍ତି ହେଲେ ଯୁବକ।
    1
    ଭଦ୍ରକରେ ଅଭାବନୀୟ ଦୃଶ୍ୟ! ହିନ୍ଦୁ ହିନ୍ଦୁ କହି ପିଟିଲେ କିଛି ମୁସଲମାନ ବ୍ୟକ୍ତି। ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ପିଟିଲେ ମୁସଲିମ୍। ଗାଡ଼ିରେ ତେଲ ପକାଇବାକୁ ଯାଇଥିଲେ, ମାଡ଼ଖାଇ ମେଡ଼ିକାଲରେ ଭର୍ତ୍ତି ହେଲେ ଯୁବକ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    2 hrs ago
  • ଭଲପାଇ ବିବାହ କରିଥିବା କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା କରୁକୁଡୁପା ଗ୍ରାମର ଫିଲମନ ଦିଗାଲ କଣାସ ବ୍ଲକ କୋଟକଣା ଛକରେ ସ୍ୱାମୀ ସ୍ତ୍ରୀ ଭଡାଘରେ ରହୁଥିବାବେଳେ ଫିଲମନର ଶଶ୍ୱୁର କୃଷ୍ଣପ୍ରସାଦର ବ୍ଲକର  ମୋହନ ବେହେରା ଫେବୃଆରୀ ୯ ତାରିଖରେ ଜ୍ୱାଇଁଙ୍କ ଭଡାଘରେ ପହଁଚି ଜ୍ୱାଇଁକୁ ବଜାରକୁ ଯିବା ବୋଲି ଡାକି ନେଇ ମଝି ରାସ୍ତାରେ ଝାଡା ବସିବା କଥା କହି ଖସିଯାଇଥିବାବେଳେ ଫୂର୍ବରୁ ପ୍ରସ୍ତୁତି ଅନୁଯାୟୀ  ଚାରି ପା ଜଣ ବ୍ୟକ୍ତି ଫିଲମନକୁ ଅପହରଣ କରି ନେଇ ମାରି ଦେଇଥିବା ଫିଲମାନର ପତ୍ନୀ ଝାନ୍ସୀ ବେହେରା ଗଡିଶାଗୋଦା ଥାନାରେ  ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପାଇ ଗଡିଶାଗୋଦା ଥାନା ଅଧିକାରୀ ତଦନ୍ତ କରି ଅପହରଣ କରିଥିବା ଶଶ୍ୱୁର ମୋହନ ବେହେରାଙ୍କୁ  ବାହାର ରାଜ୍ୟରୁ ଏକ ମାସ ପରେ ବଗିରଫ କରି କୋର୍ଟ ଚାଲଣ କରିଥିଲେ । ତିନି ଦିନ ହେଲା ହତ୍ୟାକାଣ୍ଡରେ ସହ ଯୋଗ କରିଥିବା ଆସାମୀମାନଙ୍କୁ ପୁଲିସ ବାହାର ରାଜ୍ୟରୁ ଗିରଫ କରି ଫିଲମନକୁ ହତ୍ୟାକରି କେଉଁଠାରେ ପକାଇଛ ସ୍ଥାନ ଦେଖାଇବାକୁ  ପଚାରିବାରୁ ନୂଆ ନଈରେ ହତ୍ୟାକାଣ୍ଡ ପରେ ଫିଲମନର ଶବକୁ ପକାଇଥିବା କହିବାରୁ ଆସାମୀ ମାନଙ୍କୁ ଘଟଣା ସ୍ଥଳକୁ ନେଇ ଅଗ୍ନିସମ ବିଭାଗର କର୍ମଚାରୀମାନଙ୍କ ଦ୍ୱାରା ନୂଆନଈ ଖୋଜାଖୋଜି କରିଥିଲେ ମଧ୍ୟ  ଫିଲମନର ଶବ କୈାଣସି ସନ୍ଧାନ ନପାଇ ପୁଲିସ ନିରାଶରେ ଫେରି ଆସିଛି ।
    3
    ଭଲପାଇ ବିବାହ କରିଥିବା କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା କରୁକୁଡୁପା ଗ୍ରାମର ଫିଲମନ ଦିଗାଲ କଣାସ ବ୍ଲକ କୋଟକଣା ଛକରେ ସ୍ୱାମୀ ସ୍ତ୍ରୀ ଭଡାଘରେ ରହୁଥିବାବେଳେ ଫିଲମନର ଶଶ୍ୱୁର କୃଷ୍ଣପ୍ରସାଦର ବ୍ଲକର  ମୋହନ ବେହେରା ଫେବୃଆରୀ ୯ ତାରିଖରେ ଜ୍ୱାଇଁଙ୍କ ଭଡାଘରେ ପହଁଚି ଜ୍ୱାଇଁକୁ ବଜାରକୁ ଯିବା ବୋଲି ଡାକି ନେଇ ମଝି ରାସ୍ତାରେ ଝାଡା ବସିବା କଥା କହି ଖସିଯାଇଥିବାବେଳେ ଫୂର୍ବରୁ ପ୍ରସ୍ତୁତି ଅନୁଯାୟୀ  ଚାରି ପା ଜଣ ବ୍ୟକ୍ତି ଫିଲମନକୁ ଅପହରଣ କରି ନେଇ ମାରି ଦେଇଥିବା ଫିଲମାନର ପତ୍ନୀ ଝାନ୍ସୀ ବେହେରା ଗଡିଶାଗୋଦା ଥାନାରେ  ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପାଇ ଗଡିଶାଗୋଦା ଥାନା ଅଧିକାରୀ ତଦନ୍ତ କରି ଅପହରଣ କରିଥିବା ଶଶ୍ୱୁର ମୋହନ ବେହେରାଙ୍କୁ  ବାହାର ରାଜ୍ୟରୁ ଏକ ମାସ ପରେ ବଗିରଫ କରି କୋର୍ଟ ଚାଲଣ କରିଥିଲେ । ତିନି ଦିନ ହେଲା ହତ୍ୟାକାଣ୍ଡରେ ସହ ଯୋଗ କରିଥିବା ଆସାମୀମାନଙ୍କୁ ପୁଲିସ ବାହାର ରାଜ୍ୟରୁ ଗିରଫ କରି ଫିଲମନକୁ ହତ୍ୟାକରି କେଉଁଠାରେ ପକାଇଛ ସ୍ଥାନ ଦେଖାଇବାକୁ  ପଚାରିବାରୁ ନୂଆ ନଈରେ ହତ୍ୟାକାଣ୍ଡ ପରେ ଫିଲମନର ଶବକୁ ପକାଇଥିବା କହିବାରୁ ଆସାମୀ ମାନଙ୍କୁ ଘଟଣା ସ୍ଥଳକୁ ନେଇ ଅଗ୍ନିସମ ବିଭାଗର କର୍ମଚାରୀମାନଙ୍କ ଦ୍ୱାରା ନୂଆନଈ ଖୋଜାଖୋଜି କରିଥିଲେ ମଧ୍ୟ  ଫିଲମନର ଶବ କୈାଣସି ସନ୍ଧାନ ନପାଇ ପୁଲିସ ନିରାଶରେ ଫେରି ଆସିଛି ।
    user_Sujit Tripathy
    Sujit Tripathy
    Accountant ଗାଡ଼ିସାଗଡ଼ା, ପୁରୀ, ଓଡ଼ିଶା•
    21 hrs ago
  • Post by Narendra Kumar Das
    1
    Post by Narendra Kumar Das
    user_Narendra Kumar Das
    Narendra Kumar Das
    ଆଠଗଡ଼, କଟକ, ଓଡ଼ିଶା•
    1 hr ago
  • Post by ନିଷ୍ଠୁର ଦୁନିଆ Live
    1
    Post by ନିଷ୍ଠୁର ଦୁନିଆ Live
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    10 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    2 hrs ago
  • Post by Dipak Kumar Nayak
    1
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    3 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    22 hrs ago
  • ହାଇକୋର୍ଟ ପାଖରେ ଅଗ୍ନିକାଣ୍ଡ ! ବ୍ୟାଟେରୀ ଗାଡ଼ିରେ ନିଆଁ ଲାଗିବା ଫଳରେ ଆଖ ପାଖରେ ଥିବା କିଛି ଗାଡ଼ିରେ ନିଆଁ ଲାଗିଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଦେଖିବାକୁ ମିଳିଛି।
    1
    ହାଇକୋର୍ଟ ପାଖରେ ଅଗ୍ନିକାଣ୍ଡ ! ବ୍ୟାଟେରୀ ଗାଡ଼ିରେ ନିଆଁ ଲାଗିବା ଫଳରେ ଆଖ ପାଖରେ ଥିବା କିଛି ଗାଡ଼ିରେ ନିଆଁ ଲାଗିଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଦେଖିବାକୁ ମିଳିଛି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    2 hrs ago
  • Post by Narendra Kumar Das
    1
    Post by Narendra Kumar Das
    user_Narendra Kumar Das
    Narendra Kumar Das
    ଆଠଗଡ଼, କଟକ, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.