logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ରିକା ପଲ୍ଲୀ ଗେଟ ନିକଟ ରେ ଯୁବକ ଙ୍କ ମୃତ ଦେହ ଉଦ୍ଧାର। ଗଞ୍ଜାମ ଜିଲ୍ଲାର ଛତ୍ରପୁର ଥାନା ଅନ୍ତର୍ଗତ ରିକା ପଲୀ ଗେଟ ନିକଟ ରେ ଏକ ଚିକେନ କାଉଣ୍ଟର ପଛ ପଟରୁ ଏକ ଯୁବକ ଙ୍କ ମୃତ ଦେହ ଉଦ୍ଧାର କରାଯାଇ ଅଛି। ଯୁବକ ଙ୍କ ଦେହ ରେ ଶକ୍ତ ଆଘାତ ଚିହ୍ନ ରହି ଥିବାରୁ ତାଙ୍କୁ କେହି ଦୁର୍ବୃତ୍ତ ପିଟି ପିଟି ହତ୍ୟା କରାଯାଉ ଥିବାର ଅନୁମାନ କରାଯାଉଛି। ମୃତ ଯୁବକ ହେଲେ ଆର୍ ରାଜା ରାଓ ଆରୁଗୁଣି ଗ୍ରାମ ର ବୋଲି ଜଣାପଡିଛି। ପୋଲିସ ପହଞ୍ଚି ଶବ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ମେଡ଼ିକାଲ ପଠାଇ ତଦନ୍ତ ଆରମ୍ଭ କରି ଦେଇଛି।

2 hrs ago
user_User9947
User9947
Social worker Asika, Ganjam•
2 hrs ago

ରିକା ପଲ୍ଲୀ ଗେଟ ନିକଟ ରେ ଯୁବକ ଙ୍କ ମୃତ ଦେହ ଉଦ୍ଧାର। ଗଞ୍ଜାମ ଜିଲ୍ଲାର ଛତ୍ରପୁର ଥାନା ଅନ୍ତର୍ଗତ ରିକା ପଲୀ ଗେଟ ନିକଟ ରେ ଏକ ଚିକେନ କାଉଣ୍ଟର ପଛ ପଟରୁ ଏକ ଯୁବକ ଙ୍କ ମୃତ ଦେହ ଉଦ୍ଧାର କରାଯାଇ ଅଛି। ଯୁବକ ଙ୍କ ଦେହ ରେ ଶକ୍ତ ଆଘାତ ଚିହ୍ନ ରହି ଥିବାରୁ ତାଙ୍କୁ କେହି ଦୁର୍ବୃତ୍ତ ପିଟି ପିଟି ହତ୍ୟା କରାଯାଉ ଥିବାର ଅନୁମାନ କରାଯାଉଛି। ମୃତ ଯୁବକ ହେଲେ ଆର୍ ରାଜା ରାଓ ଆରୁଗୁଣି ଗ୍ରାମ ର ବୋଲି ଜଣାପଡିଛି। ପୋଲିସ ପହଞ୍ଚି ଶବ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ମେଡ଼ିକାଲ ପଠାଇ ତଦନ୍ତ ଆରମ୍ଭ କରି ଦେଇଛି।

More news from Ganjam and nearby areas
  • ଗଞ୍ଜାମ ଜିଲ୍ଲାର ଛତ୍ରପୁର ଥାନା ଅନ୍ତର୍ଗତ ରିକା ପଲୀ ଗେଟ ନିକଟ ରେ ଏକ ଚିକେନ କାଉଣ୍ଟର ପଛ ପଟରୁ ଏକ ଯୁବକ ଙ୍କ ମୃତ ଦେହ ଉଦ୍ଧାର କରାଯାଇ ଅଛି। ଯୁବକ ଙ୍କ ଦେହ ରେ ଶକ୍ତ ଆଘାତ ଚିହ୍ନ ରହି ଥିବାରୁ ତାଙ୍କୁ କେହି ଦୁର୍ବୃତ୍ତ ପିଟି ପିଟି ହତ୍ୟା କରାଯାଉ ଥିବାର ଅନୁମାନ କରାଯାଉଛି। ମୃତ ଯୁବକ ହେଲେ ଆର୍ ରାଜା ରାଓ ଆରୁଗୁଣି ଗ୍ରାମ ର ବୋଲି ଜଣାପଡିଛି। ପୋଲିସ ପହଞ୍ଚି ଶବ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ମେଡ଼ିକାଲ ପଠାଇ ତଦନ୍ତ ଆରମ୍ଭ କରି ଦେଇଛି।
    1
    ଗଞ୍ଜାମ ଜିଲ୍ଲାର ଛତ୍ରପୁର ଥାନା ଅନ୍ତର୍ଗତ ରିକା ପଲୀ ଗେଟ ନିକଟ ରେ ଏକ ଚିକେନ କାଉଣ୍ଟର ପଛ ପଟରୁ ଏକ ଯୁବକ ଙ୍କ ମୃତ ଦେହ ଉଦ୍ଧାର କରାଯାଇ ଅଛି। ଯୁବକ ଙ୍କ ଦେହ ରେ ଶକ୍ତ ଆଘାତ ଚିହ୍ନ ରହି ଥିବାରୁ ତାଙ୍କୁ କେହି ଦୁର୍ବୃତ୍ତ ପିଟି ପିଟି ହତ୍ୟା କରାଯାଉ ଥିବାର ଅନୁମାନ କରାଯାଉଛି। ମୃତ ଯୁବକ ହେଲେ ଆର୍ ରାଜା ରାଓ ଆରୁଗୁଣି ଗ୍ରାମ ର ବୋଲି ଜଣାପଡିଛି। ପୋଲିସ ପହଞ୍ଚି ଶବ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ମେଡ଼ିକାଲ ପଠାଇ ତଦନ୍ତ ଆରମ୍ଭ କରି ଦେଇଛି।
    user_User9947
    User9947
    Social worker Asika, Ganjam•
    2 hrs ago
  • ଜନବସତି ଭିତରେ କାହିଁକି ବାଣ ରଖା ଯାଉଚି ଲୋକଙ୍କୁ କିଏ ଦେବ ସୁରକ୍ଷା ପୁରୁଣା କଟକ ରେ ପୁଣି ବିସ୍ଫୋରଣ ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଜନବସତି ଭିତରେ କାହିଁକି ବାଣ ରଖା ଯାଉଚି ଲୋକଙ୍କୁ କିଏ ଦେବ ସୁରକ୍ଷା ପୁରୁଣା କଟକ ରେ ପୁଣି ବିସ୍ଫୋରଣ
ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    5 hrs ago
  • ପୁଣି ଆସିଲା ଲଘୁଚାପ, ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ...ପ୍ରବଳରୁ ପ୍ରବଳ ହେବ ବର୍ଷା... ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ପୁଣି ଆସିଲା ଲଘୁଚାପ, ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ...ପ୍ରବଳରୁ ପ୍ରବଳ ହେବ ବର୍ଷା...
ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    10 hrs ago
  • ଚାଷୀ କୁ କନ୍ଦାଉଛନ୍ତି ସରକାରୀ ବାବୁ ମାନେ କେମିତି ଦେଖନ୍ତୁ ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଚାଷୀ କୁ କନ୍ଦାଉଛନ୍ତି ସରକାରୀ ବାବୁ ମାନେ କେମିତି ଦେଖନ୍ତୁ 
ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_Utkal Gourav
    Utkal Gourav
    Media company ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    15 hrs ago
  • ଯୁବ ମୋର୍ଚ୍ଚା ସଭାପତି ସୌମ୍ୟ ରଞ୍ଜନ ବିଷୋୟୀଙ୍କ ନେତୃତ୍ୱରେ କବିସୂର୍ଯ୍ୟନଗର ପୌରପରିଷଦ ଅନ୍ତର୍ଗତ କିଛି ଘରୋଇ ଶିକ୍ଷାନୁଷ୍ଠାନରେ ରାଜ୍ୟବ୍ୟାପୀ ଦସ୍ତଖତ ଅଭିଯାନ ଆୟୋଜିତ। ଛାତ୍ରଛାତ୍ରୀଙ୍କ ସକ୍ରିୟ ଭାଗୀଦାରି ସହ ମଣ୍ଡଳ ସଭାପତି ଅଶୋକ ଜେନା, ସାଂସଦ ପ୍ରତିନିଧି ଶ୍ରୀକାନ୍ତ ମହାପାତ୍ର ଓ ଅନ୍ୟାନ୍ୟ ନେତାମାନଙ୍କ ଉପସ୍ଥିତି।
    2
    ଯୁବ ମୋର୍ଚ୍ଚା ସଭାପତି ସୌମ୍ୟ ରଞ୍ଜନ ବିଷୋୟୀଙ୍କ ନେତୃତ୍ୱରେ କବିସୂର୍ଯ୍ୟନଗର ପୌରପରିଷଦ ଅନ୍ତର୍ଗତ କିଛି ଘରୋଇ ଶିକ୍ଷାନୁଷ୍ଠାନରେ ରାଜ୍ୟବ୍ୟାପୀ ଦସ୍ତଖତ ଅଭିଯାନ ଆୟୋଜିତ। ଛାତ୍ରଛାତ୍ରୀଙ୍କ ସକ୍ରିୟ ଭାଗୀଦାରି ସହ ମଣ୍ଡଳ ସଭାପତି ଅଶୋକ ଜେନା, ସାଂସଦ ପ୍ରତିନିଧି ଶ୍ରୀକାନ୍ତ ମହାପାତ୍ର ଓ ଅନ୍ୟାନ୍ୟ ନେତାମାନଙ୍କ ଉପସ୍ଥିତି।
    user_Ganjam Khabar
    Ganjam Khabar
    Kabisuryanagar, Ganjam•
    9 hrs ago
  • ୧୪ ବର୍ଷ ପରେ ଦୟାପଲ୍ଲୀ ହତ୍ୟାକାଣ୍ଡ ମାମଲାରେ ୮ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି।
    1
    ୧୪ ବର୍ଷ ପରେ ଦୟାପଲ୍ଲୀ ହତ୍ୟାକାଣ୍ଡ ମାମଲାରେ ୮ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି।
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର ସଦର, ଗଞ୍ଜାମ, ଓଡ଼ିଶା•
    9 hrs ago
  • Post by Samanta Sekhar Nayak
    1
    Post by Samanta Sekhar Nayak
    user_Samanta Sekhar Nayak
    Samanta Sekhar Nayak
    ସାମ୍ବାଦିକ G.Udayagiri, Kandhamal•
    5 hrs ago
  • ହାଇସ୍କୁଲ ସାମ୍ନାରେ ଭୟଙ୍କର ଦୁର୍ଘଟଣା, ଘଟଣାସ୍ଥଳରେ ପଡିଛି ଜଣେ ଯୁବକଙ୍କ ମୃ-ତଦେହ ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ହାଇସ୍କୁଲ ସାମ୍ନାରେ ଭୟଙ୍କର ଦୁର୍ଘଟଣା, ଘଟଣାସ୍ଥଳରେ ପଡିଛି ଜଣେ ଯୁବକଙ୍କ ମୃ-ତଦେହ
ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    10 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.