logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

#ହାଏ ରେ ର ସି ଆ ତ ର ପୀରତି ବାଏ କଲରେ 🌹🇹🇯🇹🇯🇹🇯🇹🇯🇹🇯🇹🇯🇹🇯

23 hrs ago
user_Bighne Rana
Bighne Rana
Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
23 hrs ago

#ହାଏ ରେ ର ସି ଆ ତ ର ପୀରତି ବାଏ କଲରେ 🌹🇹🇯🇹🇯🇹🇯🇹🇯🇹🇯🇹🇯🇹🇯

More news from ଓଡ଼ିଶା and nearby areas
  • #ହାଏ ରେ ର ସି ଆ ତ ର ପୀରତି ବାଏ କଲରେ 🌹🇹🇯🇹🇯🇹🇯🇹🇯🇹🇯🇹🇯🇹🇯
    1
    #ହାଏ ରେ ର ସି ଆ ତ ର ପୀରତି ବାଏ କଲରେ 🌹🇹🇯🇹🇯🇹🇯🇹🇯🇹🇯🇹🇯🇹🇯
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    23 hrs ago
  • कैमरे में कैद एक अनोखे वाकये ने सोशल मीडिया पर हलचल मचा दी है। एक व्यक्ति सैलून में पहुंचा, नाई से हेयरकट कराने के बजाय खुद ही औज़ार उठाए और अपने बाल काट लिए। आसपास मौजूद लोग हैरान रह गए। हेयरकट पूरा करने के बाद उसने सैलून स्टाफ को औज़ार इस्तेमाल करने का पैसा चुकाया और बिना किसी बहस के चला गया। यह वीडियो लोगों को खूब हंसा रहा है। #ViralVideo #FunnyMoment #SalonLife #HairStyle #BarberShop #Unexpected #InternetReacts
    1
    कैमरे में कैद एक अनोखे वाकये ने सोशल मीडिया पर हलचल मचा दी है। एक व्यक्ति सैलून में पहुंचा, नाई से हेयरकट कराने के बजाय खुद ही औज़ार उठाए और अपने बाल काट लिए। आसपास मौजूद लोग हैरान रह गए। हेयरकट पूरा करने के बाद उसने सैलून स्टाफ को औज़ार इस्तेमाल करने का पैसा चुकाया और बिना किसी बहस के चला गया। यह वीडियो लोगों को खूब हंसा रहा है।
#ViralVideo #FunnyMoment #SalonLife #HairStyle #BarberShop #Unexpected #InternetReacts
    user_द संक्षेप
    द संक्षेप
    Media company Balangir, Odisha•
    10 hrs ago
  • Post by KOSAL TIMES
    1
    Post by KOSAL TIMES
    user_KOSAL TIMES
    KOSAL TIMES
    Journalist ପାଟଣାଗଡ଼, ବଲାଙ୍ଗୀର, ଓଡ଼ିଶା•
    23 hrs ago
  • ବିଷମ କଟକ ପଞ୍ଚାୟତ ସମିତି ଦ୍ଵାରା ରାଷ୍ଟ୍ରୀୟ "ବନ୍ଦେ ମତାରମ୍ " ର ୧୫୦ ତମ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ୍ ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ। ରିପୋର୍ଟର ନରୋତ୍ତମ ପାଢ଼ୀ Anchor:ରାୟଗଡ଼ ଜିଲ୍ଲା ବିଷମ କଟକ ବ୍ଲକ୍ ସଦର ମହକୁମାର କଲ୍ୟାଣ ମଣ୍ଡପ ଠାରେ ରାଷ୍ଟ୍ରୀୟ ବନ୍ଦେ ମାତରମ ର ୧୫୦ ତମ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ୍ ସ୍ତରୀୟ ପ୍ରଶିକ୍ଷଣ ଶିବିର ଦିନିୟିକା ଅୟୋଜନ ହୋଇଥଲା। ମୂଖ୍ୟ ଅତିଥି ଭାବେ ଗୋଷ୍ଟି ଉନ୍ନୟନ ଅଧିକାରୀ ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକ ନିଜର ଅଭିଭାଷଣ ରଖିଥିଲେ। ବ୍ଲକ ର ପ୍ରତ୍ୟେକ ଶିକ୍ଷ୍ୟା ଅନୁଷ୍ଠାନ ର ଜଣେ ଜଣେ ଅଧ୍ୟାପକ,ଅଧ୍ୟାପିକା,ଶିକ୍ଷକ ଓ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ରହି ଥିଲେ। ଉକ୍ତ ପ୍ରଶିକ୍ଷଣରେ କେଦାର ସାହୁକାର, ରାଜେନ୍ଦ୍ର ଗଜିବିଲି ଓ ଭବାନୀ ପାଣିଗ୍ରାହୀ ତାଲିମ ପ୍ରଦାନ କରି ଥିଲେ। ଏହି କାର୍ଯ୍ୟ କର୍ମ ଟିକୁ ଗୋଷ୍ଟି ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ମୁନା ତାଡିଙ୍ଗି, ସାମାଜିକ ସୁରକ୍ଷା କନିଷ୍ଟ ସହାୟକ ଶ୍ରୀ ସୁଧାକର ଗରଡିଆ, କାର୍ଯ୍ୟକାରୀ ସହାୟିକା ବାସନ୍ତୀ ବିହାରୀ ଓ ମଞ୍ଚ ପରିଚାଳନ ରାଜେଶ ବିଶ୍ଵାଳ ପ୍ରତିପାଦନ କରିଥିଲେ।
    4
    ବିଷମ କଟକ ପଞ୍ଚାୟତ ସମିତି ଦ୍ଵାରା ରାଷ୍ଟ୍ରୀୟ "ବନ୍ଦେ ମତାରମ୍ " ର ୧୫୦ ତମ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ୍ ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ।
ରିପୋର୍ଟର ନରୋତ୍ତମ ପାଢ଼ୀ 
Anchor:ରାୟଗଡ଼ ଜିଲ୍ଲା ବିଷମ କଟକ ବ୍ଲକ୍ ସଦର ମହକୁମାର କଲ୍ୟାଣ ମଣ୍ଡପ ଠାରେ ରାଷ୍ଟ୍ରୀୟ  ବନ୍ଦେ ମାତରମ ର ୧୫୦ ତମ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ୍ ସ୍ତରୀୟ ପ୍ରଶିକ୍ଷଣ ଶିବିର ଦିନିୟିକା  ଅୟୋଜନ ହୋଇଥଲା। ମୂଖ୍ୟ ଅତିଥି ଭାବେ ଗୋଷ୍ଟି ଉନ୍ନୟନ ଅଧିକାରୀ ଶ୍ରୀ  ଶିବ ପ୍ରସାଦ ପଟ୍ଟନାୟକ ନିଜର ଅଭିଭାଷଣ ରଖିଥିଲେ। ବ୍ଲକ ର ପ୍ରତ୍ୟେକ ଶିକ୍ଷ୍ୟା ଅନୁଷ୍ଠାନ ର ଜଣେ ଜଣେ ଅଧ୍ୟାପକ,ଅଧ୍ୟାପିକା,ଶିକ୍ଷକ ଓ ଶିକ୍ଷୟତ୍ରୀ  ମାନେ ଉପସ୍ଥିତ ରହି ଥିଲେ। ଉକ୍ତ ପ୍ରଶିକ୍ଷଣରେ କେଦାର ସାହୁକାର, ରାଜେନ୍ଦ୍ର ଗଜିବିଲି ଓ ଭବାନୀ ପାଣିଗ୍ରାହୀ  ତାଲିମ ପ୍ରଦାନ କରି ଥିଲେ। ଏହି କାର୍ଯ୍ୟ କର୍ମ ଟିକୁ ଗୋଷ୍ଟି ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ମୁନା ତାଡିଙ୍ଗି, ସାମାଜିକ ସୁରକ୍ଷା କନିଷ୍ଟ ସହାୟକ ଶ୍ରୀ ସୁଧାକର ଗରଡିଆ, କାର୍ଯ୍ୟକାରୀ  ସହାୟିକା ବାସନ୍ତୀ ବିହାରୀ ଓ  ମଞ୍ଚ ପରିଚାଳନ ରାଜେଶ ବିଶ୍ଵାଳ ପ୍ରତିପାଦନ କରିଥିଲେ।
    user_Narattam Kumar padhy
    Narattam Kumar padhy
    Journalist ବିଷମାକଟକ, ରାୟଗଡା, ଓଡ଼ିଶା•
    7 hrs ago
  • ସୁବର୍ଣ୍ଣପୁର: ପ୍ରେମିକା ପାଇଁ ଟାୱାର ଚଢ଼ିଲେ ପ୍ରେମିକ। ଏହା ଅଶି ଦଶକର ଲୋକପ୍ରିୟ ସିନେମା "ଶୋଲେ"ର ଧର୍ମେନ୍ଦ୍ର ହେମା ମାଳିନୀଙ୍କ ପ୍ରେମ ଦୃଶ୍ୟକୁ ଆଜି ମନେ ପକାଇଦେଇଛି। ଜିଲ୍ଲାର ତରଭା ସହରରେ ଏଭଳି ଏକ ରୋଚକ ପ୍ରେମ କାହାଣୀ ଦେଖିବାକୁ ମିଳିଛି। ତରଭା ସହରର ଜଣେ ପ୍ରେମିକ ୧୪୦ ପୁଟର ଏକ ଟେଲିଫୋନ ଟୱାରକୁ ଚଢ଼ି ଯାଇଥିଲେ ନିଜ ପ୍ରେମିକା ପାଇଁ। ପ୍ରେମିକଙ୍କ ସହ ତାଙ୍କ ପ୍ରେମୀକା କଥାବାର୍ତ୍ତା ବନ୍ଦ କରି ଦେବା ଫଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ପୁଲିସକୁ ନାକେ ଦମ୍ କରିଥିଲା ଏହି ଘଟଣା। ପୁଲିସ ମୋବାଇଲରେ ପ୍ରେମିକକୁ ପ୍ରେମିକା ସହିତ କଥା କରାଇବା ପରେ ଯୁବକ ଜଣକ ଟାୱାରରୁ ଓହ୍ଲାଇଥିଲେ।
    1
    ସୁବର୍ଣ୍ଣପୁର: ପ୍ରେମିକା ପାଇଁ ଟାୱାର ଚଢ଼ିଲେ ପ୍ରେମିକ। ଏହା ଅଶି ଦଶକର ଲୋକପ୍ରିୟ ସିନେମା "ଶୋଲେ"ର ଧର୍ମେନ୍ଦ୍ର ହେମା ମାଳିନୀଙ୍କ ପ୍ରେମ ଦୃଶ୍ୟକୁ ଆଜି ମନେ ପକାଇଦେଇଛି। ଜିଲ୍ଲାର ତରଭା ସହରରେ ଏଭଳି ଏକ ରୋଚକ ପ୍ରେମ କାହାଣୀ ଦେଖିବାକୁ ମିଳିଛି। ତରଭା ସହରର ଜଣେ ପ୍ରେମିକ ୧୪୦ ପୁଟର ଏକ ଟେଲିଫୋନ ଟୱାରକୁ ଚଢ଼ି ଯାଇଥିଲେ ନିଜ ପ୍ରେମିକା ପାଇଁ। ପ୍ରେମିକଙ୍କ ସହ ତାଙ୍କ ପ୍ରେମୀକା କଥାବାର୍ତ୍ତା ବନ୍ଦ କରି ଦେବା ଫଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ପୁଲିସକୁ ନାକେ ଦମ୍ କରିଥିଲା ଏହି ଘଟଣା। ପୁଲିସ ମୋବାଇଲରେ ପ୍ରେମିକକୁ ପ୍ରେମିକା ସହିତ କଥା କରାଇବା ପରେ ଯୁବକ ଜଣକ ଟାୱାରରୁ ଓହ୍ଲାଇଥିଲେ।
    user_Ram Shankar Bhoi
    Ram Shankar Bhoi
    Journalist Sonapur, Sonepur•
    7 hrs ago
  • ମହିମା ସୁବର୍ଣ୍ଣ ଲୋକ ମହୋତ୍ସବ ତୃତୀୟ ସନ୍ଧ୍ୟାରେ ବି ଖାଲି ପଡିଲା ଦର୍ଶକ ଗେଲେରୀ
    1
    ମହିମା ସୁବର୍ଣ୍ଣ ଲୋକ ମହୋତ୍ସବ ତୃତୀୟ ସନ୍ଧ୍ୟାରେ ବି ଖାଲି ପଡିଲା ଦର୍ଶକ ଗେଲେରୀ
    user_SONEPUR NEWS
    SONEPUR NEWS
    Journalist Sonapur, Sonepur•
    7 hrs ago
  • Post by OTV SONEPUR
    1
    Post by OTV SONEPUR
    user_OTV SONEPUR
    OTV SONEPUR
    ସୋନପୁର, ସୋନପୁର, ଓଡ଼ିଶା•
    7 hrs ago
  • ରାଜ୍ୟ କୃଷକ ସଂଘ ସଭାପତିଙ୍କ ପ୍ରଭାକର ନାୟକ ଙ୍କ ନେତୃତ୍ୱରେ ଆଜି ବିଷମକଟକ ତହସିଲ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମହୋଦୟଙ୍କ ଉଦ୍ଦେଶ୍ୟରେ ଚାଷୀମାନଙ୍କ ବିଭିନ୍ନ ଦାବୀ ନେଇ ଏକ ଦାବୀପତ୍ର ପ୍ରଦାନ କରାଯାଇଛି । ତହସିଲଦାର ଓ ଅତିରିକ୍ତ ତହସିଲଦାରଙ୍କ ଅନୁପସ୍ଥିତିରେ, ତହସିଲ ବଡ଼ବାବୁ କାଳୀଚରଣ ରଥ ମହୋଦୟ ଦାବୀପତ୍ର ଗ୍ରହଣ କରିଥିଲେ । ଏହି ଅବସରରେ ରାୟଗଡ଼ା ଜିଲ୍ଲା ସଭାପତି ବାଳ ମୁକୁନ୍ଦ ପାଳ, ଜିଲ୍ଲା କ୍ୟାସିଅର ଅମିତ କୁମାର ପାଢ଼ୀ, ଜିଲ୍ଲା ସମ୍ପାଦକ ଜବାବ ପାଲକା, ମୁନିଗୁଡା ବ୍ଲକ ସଭାପତି ସୁକାନ୍ତ କୁମାର ସେଠୀ, ବିଷମକଟକ ବ୍ଲକ କୃଷକ ଶିବ ପ୍ରସାଦ ପାଢ଼ୀ, ବିଷମକଟକ ବ୍ଲକ କୃଷି ସଭାନେତ୍ରୀ ଏସ୍.କେ. ପଙ୍କଜିନୀ ନାଗ, ଯୁବ ଚାଷୀ ଅଜୟ କୁମାର ଗୁଡ଼ଲା, ଭି. ଅଶୋକ, ଶଶୀ ଭୂଷଣ ବେହେରା ଓ ଶିବ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଚାଷୀମାନଙ୍କ ପକ୍ଷରୁ ଧାନ କ୍ରୟରେ ହେଉଥିବା ବିଳମ୍ବ, ଟୋକେନ୍ ଅଭାବ, କଟଣୀ–ଛଟଣୀ ନାମରେ ଚାଲିଥିବା ଅନିୟମ ଓ ଦୁର୍ନୀତିକୁ ତୁରନ୍ତ ବନ୍ଦ କରିବା ସହ ସମସ୍ତ ଚାଷୀଙ୍କ ଧାନ ତୁରନ୍ତ କ୍ରୟ କରିବାକୁ ଦାବୀ କରାଯାଇଛି । ଦାବୀପତ୍ର ଗ୍ରହଣ କରିଥିବା ତହସିଲ ବଡ଼ବାବୁ କାଳୀଚରଣ ରଥ ଚାଷୀମାନଙ୍କ ସମସ୍ୟା ସମ୍ପର୍କରେ ଉପରସ୍ଥ ଅଧିକାରୀଙ୍କୁ ଅବଗତ କରାଯିବ ବୋଲି ଆଶ୍ୱାସନ ଦେଇଥିବା ଜଣାପଡ଼ିଛି । ବର୍ତ୍ତମାନ ଚାଷୀମାନେ ସରକାରଙ୍କ ତୁରନ୍ତ ହସ୍ତକ୍ଷେପ ଆଶା କରୁଛନ୍ତି ।
    3
    ରାଜ୍ୟ କୃଷକ ସଂଘ ସଭାପତିଙ୍କ ପ୍ରଭାକର ନାୟକ ଙ୍କ ନେତୃତ୍ୱରେ ଆଜି ବିଷମକଟକ ତହସିଲ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମହୋଦୟଙ୍କ ଉଦ୍ଦେଶ୍ୟରେ ଚାଷୀମାନଙ୍କ ବିଭିନ୍ନ ଦାବୀ ନେଇ ଏକ ଦାବୀପତ୍ର ପ୍ରଦାନ କରାଯାଇଛି ।
ତହସିଲଦାର ଓ ଅତିରିକ୍ତ ତହସିଲଦାରଙ୍କ ଅନୁପସ୍ଥିତିରେ, ତହସିଲ ବଡ଼ବାବୁ କାଳୀଚରଣ ରଥ ମହୋଦୟ ଦାବୀପତ୍ର ଗ୍ରହଣ କରିଥିଲେ ।
ଏହି ଅବସରରେ ରାୟଗଡ଼ା ଜିଲ୍ଲା ସଭାପତି ବାଳ ମୁକୁନ୍ଦ ପାଳ, ଜିଲ୍ଲା କ୍ୟାସିଅର ଅମିତ କୁମାର ପାଢ଼ୀ, ଜିଲ୍ଲା ସମ୍ପାଦକ ଜବାବ ପାଲକା, ମୁନିଗୁଡା ବ୍ଲକ ସଭାପତି ସୁକାନ୍ତ କୁମାର ସେଠୀ, ବିଷମକଟକ ବ୍ଲକ କୃଷକ ଶିବ ପ୍ରସାଦ ପାଢ଼ୀ, ବିଷମକଟକ ବ୍ଲକ କୃଷି ସଭାନେତ୍ରୀ ଏସ୍.କେ. ପଙ୍କଜିନୀ ନାଗ, ଯୁବ ଚାଷୀ ଅଜୟ କୁମାର ଗୁଡ଼ଲା, ଭି. ଅଶୋକ, ଶଶୀ ଭୂଷଣ ବେହେରା ଓ ଶିବ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।
ଚାଷୀମାନଙ୍କ ପକ୍ଷରୁ ଧାନ କ୍ରୟରେ ହେଉଥିବା ବିଳମ୍ବ, ଟୋକେନ୍ ଅଭାବ, କଟଣୀ–ଛଟଣୀ ନାମରେ ଚାଲିଥିବା ଅନିୟମ ଓ ଦୁର୍ନୀତିକୁ ତୁରନ୍ତ ବନ୍ଦ କରିବା ସହ ସମସ୍ତ ଚାଷୀଙ୍କ ଧାନ ତୁରନ୍ତ କ୍ରୟ କରିବାକୁ ଦାବୀ କରାଯାଇଛି ।
ଦାବୀପତ୍ର ଗ୍ରହଣ କରିଥିବା ତହସିଲ ବଡ଼ବାବୁ କାଳୀଚରଣ ରଥ ଚାଷୀମାନଙ୍କ ସମସ୍ୟା ସମ୍ପର୍କରେ ଉପରସ୍ଥ ଅଧିକାରୀଙ୍କୁ ଅବଗତ କରାଯିବ ବୋଲି ଆଶ୍ୱାସନ ଦେଇଥିବା ଜଣାପଡ଼ିଛି ।
ବର୍ତ୍ତମାନ ଚାଷୀମାନେ ସରକାରଙ୍କ ତୁରନ୍ତ ହସ୍ତକ୍ଷେପ ଆଶା କରୁଛନ୍ତି ।
    user_Narattam Kumar padhy
    Narattam Kumar padhy
    Journalist ବିଷମାକଟକ, ରାୟଗଡା, ଓଡ଼ିଶା•
    7 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.