Shuru
Apke Nagar Ki App…
ଆଜି ସନ୍ଧ୍ୟାରେ ମିଶନ ଶକ୍ତି ବିଭାଗ ଓ ଜ଼ିଲ୍ଲା ପ୍ରଶାସନ, ବୌଦ୍ଧଙ୍କ ମିଳିତ ଆନୁକୂଲ୍ୟରେ ଜ଼ିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳାର ଷଷ୍ଠ ସନ୍ଧ୍ୟାର କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି l ଏହି ମେଳା ମାର୍ଚ୍ଚ 6 ତାରିଖ ଠାରୁ ଆରମ୍ଭ ହୋଇ 12 ମାର୍ଚ୍ଚ ପର୍ଯ୍ୟନ୍ତ କଚେରୀ ପଡିଆ ଠାରେ ଅନୁଷ୍ଠିତ ହେଉଛି l ଏହି ଉପଲକ୍ଷେ ମୋଟ 120 ଟି ଷ୍ଟଲ ଖୋଲା ଯାଇଛି l ଆଜିର ଷଷ୍ଠ ସନ୍ଧ୍ୟା କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବେ ଯୋଗଦେଲେ ଜ଼ିଲ୍ଲାପାଳ ବିଭୁତି ଭୂଷଣ ନାୟକ
Ranjan Kumar Dash

More news from ଓଡ଼ିଶା and nearby areas
- ମଙ୍ଗଳବାର ହନୁମାନ ଜୟନ୍ତୀ ଥିବା ବେଳେ ଆଜି ବୌଦ୍ଧ ଜିଲ୍ଲା ହିନ୍ଦୁ ଯୁବା ମୋର୍ଚ୍ଚା ପକ୍ଷରୁ ହନୁମାନ ଜୟନ୍ତୀ ଉପଲକ୍ଷେ ବିରାଟ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବୌଦ୍ଧ ବ୍ରିଜ୍ ଛକରୁ ବାଇକ୍ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିବା ବେଳେ ଏଥିରେ ଅନେକ ଲୋକ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା ।1
- ନରଣପୁର ମା’କାମନାକାଳୀ ଦଣ୍ଡପାର୍ଟି ପକ୍ଷରୁ ମେରୁଯାତ୍ରା ଢେଙ୍କାନାଳ,ସଦର ବ୍ଲକ୍ ଅନ୍ତର୍ଗତ ନରଣପୁର ଗ୍ରାମର ମା’କାମନାକାଳୀ ଦଣ୍ଡପାର୍ଟି ପକ୍ଷରୁ ଆଜି ମେରୁ ପର୍ବ ମହାଆଡମ୍ବର ସହ ପାଳିତ ହୋଇଯାଇଛି । ପ୍ରତଃରୁ ମା'ଙ୍କ ମଙ୍ଗଳଆଳତି କରାଯାଇ ମାଜଣା କରାଯାଇଥିଲା। ମଧ୍ୟାହ୍ନ ସମୟରେ ହୋମ ଓ ଯଜ୍ଞ ପରେ ଝାମୁରେ ଅଗ୍ନି ସଂଯୋଗ କରାଯାଇଥିଲା। ସ୍ଥାନୀୟ ବଡଜୋରା ଠାରେ ପୂଜାର୍ଚ୍ଚନା ପରେ ବାଦ୍ୟ, ଘଂଟ ଦ୍ୱାରା ଗ୍ରାମ ପରିକ୍ରମା କରି ମାନସିକ ଦଣ୍ଡୁଆମାନେ, ପାଟ୍ଟଭକ୍ତ ଓ କାଳସୀ ଝାମୁରେ ଚାଲିଥିଲେ । ୨୧ ହାତିଆ ଝାମୁରେ ମାନସିକଧାରୀମାନେ ଚାଲିଥିଲେ । ୧୩ଦିନ ଧରି ଗ୍ରାମ ଗ୍ରାମ ବୁଲି ଦଣ୍ଡୁଆମାନେ ଧୂଳିଦଣ୍ଡ ଓ ରାତିରେ ଦଣ୍ଡ କରି ମାନସିକ ପୂରଣ କରିଥିଲେ । ଏହି ଝାମୁଯାତ୍ରା ଦେଖିବା ପାଇଁ ଆଖପାଖ ଅଂଚଳର ବହୁ ପୁରୁଷ ଓ ମହିଳାଙ୍କ ଭିଡ ଜମିଥିଲା ।1
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଚମ୍ପାମାଲ ରେ ଚାଲିଥିବା ରାମାୟଣ ନାଟକ ରେ ମହିରାବଣ ବଧ ଗିତିନାଟ୍ୟ ଅଭିନିତ।1
- Post by Pitambar Sahu2
- Post by Sonepur news khulasa1
- ସସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଵ୍ଳକ କଲାପଥର ଵଜରଙ୍ଗ ଦଲ ଦ୍ଵାରା ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଅବସରରେ ବିଶାଳ ବାଇକ ରେଲି ଶହ ଶହ କର୍ମୀ ଯୋଗଦେଲେ ।2
- ସୁବର୍ଣ୍ଣପୁର: ସାମ୍ବାଦିକ ସମ୍ମିଳନୀରେ ପ୍ରତିକ୍ରିୟା ରଖିଲେ ଏସପି ନାରାୟଣ ନାୟକ ଫାର୍ମ ହାଉସ ରୁ ଗଞ୍ଜେଇ ଜବତ କରିବା ନେଇ ରଖିଲେ ପ୍ରତିକ୍ରିୟା1
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହରିହର ଯୋର ଠେଙ୍ଗୋଡ୍ୟାମ ଠାରେ ବାବା ରାମେଶ୍ଵର ଙ୍କ ମେରୁଦଣ୍ଡ ଅନୁଷ୍ଠିତ।1