logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ସଭାପତିତ୍ବରେ ସମ୍ବଲପୁରୀ ଦିନ୍ ପାଳନ *ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ* ବରଗଡ଼ : ବରଗଡ଼ ଜିଲ୍ଲା ବରପାଲି,୦୧/୦୮/୨୦୨୬ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ସଭାପତିତ୍ବରେ ସମ୍ବଲପୁରୀ ଦିନ୍ ପାଳନ (ସମ୍ବଲପୁରୀ ଭାଷା ସାହିତ୍ୟ ସମ୍ମିଳନୀ) ଭିତ୍ତିକ ଏକ ସଭା ଅନୁଷ୍ଠିତ ହୋଇଯାଇଅଛି।ଓଡ଼ିଆ ବିଭାଗର ଅଧ୍ୟାପକ ଯତୀନ୍ଦ୍ର କୁମାର ସାହୁଙ୍କ ସଂଯୋଜନା ସଭାରେ ମୁଖ୍ୟ ଅତିଥି ଭାବେ କବି ସୁବାସ ଚନ୍ଦ୍ର ଭୁଏ ଯୋଗ ଦେଇ ଆମ ପଶ୍ଚିମାଞ୍ଚଳର ଭାଷା ସମ୍ବଲପୁରୀ ସାହିତ୍ୟର ମାର୍ମିକ ଉପସ୍ଥାପନା କରିବା ସହ ଗୁରୁ ଶ୍ରୀ ସତ୍ୟ ନାରାୟଣ ବହିଦାର,ନୀଳ ମାଧବ ପାଣିଗ୍ରାହୀ, ପଦ୍ମଶ୍ରୀ ଲୋକ କବି ହଲଧର୍ ନାଗ,ପ୍ରୟାଗ ଦତ୍ତ ଯୋଶୀ ପ୍ରଭୃତି ମହାରଥି ମାନଙ୍କର ସ୍ମୃତି ଚାରଣ କରିଥିଲେ।ସଂସ୍କୃତିର ଅନ୍ତନିହିତ ବାସ୍ତବତା ଯାହା ଧୀରେ ଧୀରେ ଲୁକ୍କାଇତ ହୋଇଯାଉଛି ସେ ସବୁ ପ୍ରସଙ୍ଗକୁ କେନ୍ଦ୍ରକରି ଛାତ୍ରୀ ମାନଙ୍କସହ ଆଲୋଚନା କରିଥିଲେ। ପ୍ରାରମ୍ଭିକ ପର୍ଯ୍ୟାୟରେ ଅଧ୍ୟାପିକା ପିଙ୍କି ବାରିକ୍ ଅତିଥି ସ୍ୱାଗତ କରିଥିବା ବେଳେ ସହକର୍ମୀ ଶଶାଙ୍କ ଶେଖର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ। ମା ସମଲେଶ୍ୱରୀଙ୍କ ପାଖରେ ଦ୍ଵୀପ ପ୍ରଜ୍ବଳନ ହେବା ସହ ସ୍ଵାଗତ ସଙ୍ଗୀତ ଗାନ କରାଯାଇଥିଲା।ସମ୍ବଲପୁରୀ ଗୀତ ବାଦ୍ୟ ସହ ଆରିସା,କାକରା, ମଣ୍ଡା,ଚାଉଳ ବରା,ପକୁଡ଼ି,ପ୍ରଭୃତି ଖାଦ୍ୟ ଗ୍ରହଣ କରିଥିଲେ।ଛାତ୍ରୀ ମାନଙ୍କ ଦ୍ଵାରା ସମ୍ବଲପୁରୀ ରେମ୍ ସୋ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଅଧ୍ୟାପକ ନେପାଲ ବିଶ୍ୱାଲ ଅଧ୍ୟାପିକା ଜ୍ୟୋତି ସାହୁ ,ପୁନମ ସାହୁ,ସସ୍ମିତା ମେହେର,ମନୀଷା ଭୋଇ,ଶୋଭାବତୀ ଥପା,ପରିଣୀତା ପଧାନ, ଯାଜ୍ଞସେନି ପଟେଲ ସହକର୍ମୀ ସାର୍ଥକ ପାଣିଗ୍ରାହୀ,ବିରେନ୍ଦ୍ର ଖଟୁଆ,ତ୍ରିପୁରା ବେହେରାଙ୍କ ସମେତ ଛାତ୍ରୀ ମାନେ ଉପସ୍ଥିତ ଥିଲେ।

3 hrs ago
user_PNC MEDIA
PNC MEDIA
ବରଗଡ଼, ବରଗଡ଼, ଓଡ଼ିଶା•
3 hrs ago

ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ସଭାପତିତ୍ବରେ ସମ୍ବଲପୁରୀ ଦିନ୍ ପାଳନ *ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ* ବରଗଡ଼ : ବରଗଡ଼ ଜିଲ୍ଲା ବରପାଲି,୦୧/୦୮/୨୦୨୬ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ସଭାପତିତ୍ବରେ ସମ୍ବଲପୁରୀ ଦିନ୍ ପାଳନ (ସମ୍ବଲପୁରୀ ଭାଷା ସାହିତ୍ୟ ସମ୍ମିଳନୀ) ଭିତ୍ତିକ ଏକ ସଭା ଅନୁଷ୍ଠିତ ହୋଇଯାଇଅଛି।ଓଡ଼ିଆ ବିଭାଗର ଅଧ୍ୟାପକ ଯତୀନ୍ଦ୍ର କୁମାର ସାହୁଙ୍କ ସଂଯୋଜନା ସଭାରେ ମୁଖ୍ୟ ଅତିଥି ଭାବେ

କବି ସୁବାସ ଚନ୍ଦ୍ର ଭୁଏ ଯୋଗ ଦେଇ ଆମ ପଶ୍ଚିମାଞ୍ଚଳର ଭାଷା ସମ୍ବଲପୁରୀ ସାହିତ୍ୟର ମାର୍ମିକ ଉପସ୍ଥାପନା କରିବା ସହ ଗୁରୁ ଶ୍ରୀ ସତ୍ୟ ନାରାୟଣ ବହିଦାର,ନୀଳ ମାଧବ ପାଣିଗ୍ରାହୀ, ପଦ୍ମଶ୍ରୀ ଲୋକ କବି ହଲଧର୍ ନାଗ,ପ୍ରୟାଗ ଦତ୍ତ ଯୋଶୀ ପ୍ରଭୃତି ମହାରଥି ମାନଙ୍କର ସ୍ମୃତି ଚାରଣ କରିଥିଲେ।ସଂସ୍କୃତିର ଅନ୍ତନିହିତ ବାସ୍ତବତା ଯାହା ଧୀରେ ଧୀରେ ଲୁକ୍କାଇତ ହୋଇଯାଉଛି ସେ ସବୁ ପ୍ରସଙ୍ଗକୁ କେନ୍ଦ୍ରକରି ଛାତ୍ରୀ ମାନଙ୍କସହ ଆଲୋଚନା କରିଥିଲେ। ପ୍ରାରମ୍ଭିକ ପର୍ଯ୍ୟାୟରେ ଅଧ୍ୟାପିକା ପିଙ୍କି ବାରିକ୍ ଅତିଥି ସ୍ୱାଗତ କରିଥିବା

ବେଳେ ସହକର୍ମୀ ଶଶାଙ୍କ ଶେଖର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ। ମା ସମଲେଶ୍ୱରୀଙ୍କ ପାଖରେ ଦ୍ଵୀପ ପ୍ରଜ୍ବଳନ ହେବା ସହ ସ୍ଵାଗତ ସଙ୍ଗୀତ ଗାନ କରାଯାଇଥିଲା।ସମ୍ବଲପୁରୀ ଗୀତ ବାଦ୍ୟ ସହ ଆରିସା,କାକରା, ମଣ୍ଡା,ଚାଉଳ ବରା,ପକୁଡ଼ି,ପ୍ରଭୃତି ଖାଦ୍ୟ ଗ୍ରହଣ କରିଥିଲେ।ଛାତ୍ରୀ ମାନଙ୍କ ଦ୍ଵାରା ସମ୍ବଲପୁରୀ ରେମ୍ ସୋ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଅଧ୍ୟାପକ ନେପାଲ ବିଶ୍ୱାଲ ଅଧ୍ୟାପିକା ଜ୍ୟୋତି ସାହୁ ,ପୁନମ ସାହୁ,ସସ୍ମିତା ମେହେର,ମନୀଷା ଭୋଇ,ଶୋଭାବତୀ ଥପା,ପରିଣୀତା ପଧାନ, ଯାଜ୍ଞସେନି ପଟେଲ ସହକର୍ମୀ ସାର୍ଥକ ପାଣିଗ୍ରାହୀ,ବିରେନ୍ଦ୍ର ଖଟୁଆ,ତ୍ରିପୁରା ବେହେରାଙ୍କ ସମେତ ଛାତ୍ରୀ ମାନେ ଉପସ୍ଥିତ ଥିଲେ।

More news from ଓଡ଼ିଶା and nearby areas
  • #କେବେ_ଶୁଣିବେ_ସରକାର ? ନିଜ ସ୍କୁଲ ପାଇଁ ତୃତୀୟ ଶ୍ରେଣୀ ସ୍କୁଲ ଛୁଆର ପ୍ରତିବାଦ.... #କେବେ_ଶୁଣିବେ_ସରକାର ? ନିଜ ସ୍କୁଲ ପାଇଁ ତୃତୀୟ ଶ୍ରେଣୀ ସ୍କୁଲ ଛୁଆର ପ୍ରତିବାଦ.... ବାରମ୍ବାର ପ୍ରଶାସନ ଓ ରାଜ୍ୟ ସରକାର ଙ୍କୁ ଜଣାଇଳା ପରେ ମଧ୍ୟ ସମସ୍ତେ ନିଦାବିଷ୍ଣୁ ସାଜିଛନ୍ତି।
    1
    #କେବେ_ଶୁଣିବେ_ସରକାର ?
ନିଜ ସ୍କୁଲ ପାଇଁ ତୃତୀୟ ଶ୍ରେଣୀ  ସ୍କୁଲ ଛୁଆର ପ୍ରତିବାଦ....
#କେବେ_ଶୁଣିବେ_ସରକାର ?
ନିଜ ସ୍କୁଲ ପାଇଁ ତୃତୀୟ ଶ୍ରେଣୀ  ସ୍କୁଲ ଛୁଆର ପ୍ରତିବାଦ....
ବାରମ୍ବାର ପ୍ରଶାସନ ଓ ରାଜ୍ୟ ସରକାର ଙ୍କୁ ଜଣାଇଳା ପରେ ମଧ୍ୟ ସମସ୍ତେ ନିଦାବିଷ୍ଣୁ ସାଜିଛନ୍ତି।
    user_Bargarh TV
    Bargarh TV
    Local News Reporter ବରଗଡ଼, ବରଗଡ଼, ଓଡ଼ିଶା•
    13 hrs ago
  • ଲଗାଣ ବର୍ଷା ରେ ଭାଙ୍ଗିଲା ଘର ଅଳ୍ପକେ ବର୍ତ୍ତି ରେ ପରିବାର ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଦୋଦର ପଞ୍ଚାୟତ ର ଜୟପୁର ଗ୍ରାମ ର ନନ୍ଦିନୀ କର୍ଣ୍ଣାଙ୍କ ଘର ଲଗାଣ ବର୍ଷା ଭାଙ୍ଗିଯାଇଛି।ଘର ପ୍ରଶାସନ ପାଖରେ ଗୁହାରି କରିଛନ୍ତି।ଘର ପାଇଁ
    1
    ଲଗାଣ ବର୍ଷା ରେ ଭାଙ୍ଗିଲା ଘର ଅଳ୍ପକେ ବର୍ତ୍ତି ରେ ପରିବାର 
ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଦୋଦର ପଞ୍ଚାୟତ ର ଜୟପୁର ଗ୍ରାମ ର ନନ୍ଦିନୀ କର୍ଣ୍ଣାଙ୍କ ଘର ଲଗାଣ ବର୍ଷା ଭାଙ୍ଗିଯାଇଛି।ଘର ପ୍ରଶାସନ ପାଖରେ ଗୁହାରି କରିଛନ୍ତି।ଘର ପାଇଁ
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    6 hrs ago
  • संबलपुर सांसद धर्मेंद्र प्रधान ने संबलपुरी दिवस के अवसर पर सभी प्रदेशवासियों को हार्दिक शुभकामनाएँ दीं। उन्होंने अपने शुभकामना संदेश में कहा: "जय माँ समलाई। 🙏 'संबलपुरी दिवस' की हार्दिक बधाई। संबलपुरी भाषा, साहित्य और संस्कृति को समृद्ध बनाने में महान गुरु श्री सत्यनारायण भाटादार का अमूल्य योगदान हम सभी को हमेशा प्रेरित करता रहेगा।" उन्होंने सभी से संबलपुरी भाषा, लोककला और सांस्कृतिक विरासत के संरक्षण एवं संवर्धन के लिए मिलकर कार्य करने का आह्वान भी किया। #संबलपुरीदिन #संबलपुरीदिवस #DharmendraPradhan #Sambalpur #Odisha #MaaSamalei संबलपुर सांसद धर्मेंद्र प्रधान ने संबलपुरी दिवस के अवसर पर सभी प्रदेशवासियों को हार्दिक शुभकामनाएँ दीं। उन्होंने अपने शुभकामना संदेश में कहा: "जय माँ समलाई। 🙏 'संबलपुरी दिवस' की हार्दिक बधाई। संबलपुरी भाषा, साहित्य और संस्कृति को समृद्ध बनाने में महान गुरु श्री सत्यनारायण भाटादार का अमूल्य योगदान हम सभी को हमेशा प्रेरित करता रहेगा।" उन्होंने सभी से संबलपुरी भाषा, लोककला और सांस्कृतिक विरासत के संरक्षण एवं संवर्धन के लिए मिलकर कार्य करने का आह्वान भी किया। #संबलपुरीदिन #संबलपुरीदिवस #DharmendraPradhan #Sambalpur #Odisha #MaaSamalei
    1
    संबलपुर सांसद धर्मेंद्र प्रधान ने संबलपुरी दिवस के अवसर पर सभी प्रदेशवासियों को हार्दिक शुभकामनाएँ दीं।

उन्होंने अपने शुभकामना संदेश में कहा:

"जय माँ समलाई। 🙏 'संबलपुरी दिवस' की हार्दिक बधाई। संबलपुरी भाषा, साहित्य और संस्कृति को समृद्ध बनाने में महान गुरु श्री सत्यनारायण भाटादार का अमूल्य योगदान हम सभी को हमेशा प्रेरित करता रहेगा।"

उन्होंने सभी से संबलपुरी भाषा, लोककला और सांस्कृतिक विरासत के संरक्षण एवं संवर्धन के लिए मिलकर कार्य करने का आह्वान भी किया।

#संबलपुरीदिन #संबलपुरीदिवस #DharmendraPradhan #Sambalpur #Odisha #MaaSamalei
संबलपुर सांसद धर्मेंद्र प्रधान ने संबलपुरी दिवस के अवसर पर सभी प्रदेशवासियों को हार्दिक शुभकामनाएँ दीं।
उन्होंने अपने शुभकामना संदेश में कहा:
"जय माँ समलाई। 🙏 'संबलपुरी दिवस' की हार्दिक बधाई। संबलपुरी भाषा, साहित्य और संस्कृति को समृद्ध बनाने में महान गुरु श्री सत्यनारायण भाटादार का अमूल्य योगदान हम सभी को हमेशा प्रेरित करता रहेगा।"
उन्होंने सभी से संबलपुरी भाषा, लोककला और सांस्कृतिक विरासत के संरक्षण एवं संवर्धन के लिए मिलकर कार्य करने का आह्वान भी किया।
#संबलपुरीदिन #संबलपुरीदिवस #DharmendraPradhan #Sambalpur #Odisha #MaaSamalei
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    6 hrs ago
  • Grand Sambalpuri Din 2026 Celebrated in Jharsuguda; Dipali Das Joins Shobha Yatra ପଶ୍ଚିମାଞ୍ଚଳ ଏକତା ମଞ୍ଚ ଓ ଝାରସୁଗୁଡ଼ାବାସୀଙ୍କ ମିଳିତ ଆନୁକୂଲ୍ୟରେ ୧ ଅଗଷ୍ଟରେ ଗୁରୁ ଶ୍ରୀ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ୮ମ ସମ୍ବଲପୁରୀ ଦିନ ପାଳନ କରାଯାଇଛି। ଏହି ଅବସରରେ ଝାରସୁଗୁଡ଼ାରେ ଏକ ଭବ୍ୟ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ପୂର୍ବତନ ଝାରସୁଗୁଡ଼ା ବିଧାୟିକା ଦୀପାଳି ଦାସ ସାମିଲ ହୋଇଥିଲେ। ମଙ୍ଗଳ ବଜାର ଅଡିଟୋରିୟମ୍/ସ୍ପୋର୍ଟସ କମ୍ପ୍ଲେକ୍ସରେ ଆୟୋଜିତ ଏହି କାର୍ଯ୍ୟକ୍ରମ ସମ୍ବଲପୁରୀ ଭାଷା, ସାହିତ୍ୟ, ପରମ୍ପରା ଓ ସଂସ୍କୃତିର ସୁରକ୍ଷା ଓ ପ୍ରଚାରକୁ ଉତ୍ସର୍ଗ କରାଯାଇଥିଲା। #SambalpuriDin2026 #Jharsuguda #DipaliDas #PaschimanchalEkataManch #Sambalpuri #OdishaNews #BreakingNews
    1
    Grand Sambalpuri Din 2026 Celebrated in Jharsuguda; Dipali Das Joins Shobha Yatra
ପଶ୍ଚିମାଞ୍ଚଳ ଏକତା ମଞ୍ଚ ଓ ଝାରସୁଗୁଡ଼ାବାସୀଙ୍କ ମିଳିତ ଆନୁକୂଲ୍ୟରେ ୧ ଅଗଷ୍ଟରେ ଗୁରୁ ଶ୍ରୀ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ୮ମ ସମ୍ବଲପୁରୀ ଦିନ ପାଳନ କରାଯାଇଛି। ଏହି ଅବସରରେ ଝାରସୁଗୁଡ଼ାରେ ଏକ ଭବ୍ୟ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ପୂର୍ବତନ ଝାରସୁଗୁଡ଼ା ବିଧାୟିକା ଦୀପାଳି ଦାସ ସାମିଲ ହୋଇଥିଲେ। ମଙ୍ଗଳ ବଜାର ଅଡିଟୋରିୟମ୍/ସ୍ପୋର୍ଟସ କମ୍ପ୍ଲେକ୍ସରେ ଆୟୋଜିତ ଏହି କାର୍ଯ୍ୟକ୍ରମ ସମ୍ବଲପୁରୀ ଭାଷା, ସାହିତ୍ୟ, ପରମ୍ପରା ଓ ସଂସ୍କୃତିର ସୁରକ୍ଷା ଓ ପ୍ରଚାରକୁ ଉତ୍ସର୍ଗ କରାଯାଇଥିଲା।
#SambalpuriDin2026 #Jharsuguda #DipaliDas #PaschimanchalEkataManch #Sambalpuri #OdishaNews #BreakingNews
    user_The Voice News Odisha
    The Voice News Odisha
    News Anchor ବେଲପାହାଡ଼, ଝାରସୁଗୁଡ଼ା, ଓଡ଼ିଶା•
    9 hrs ago
  • ଭାରତୀୟତାର ଝଲକ ପିଲା ହାତ ଯୋଡ଼ି କ୍ଷମା ମାଗିଲେ ଅଭିଭାବକ କ୍ଷମା କଲେ ପ୍ରଧାନମନ୍ତ୍ରୀଙ୍କୁ ଗାଳି ଗଲେ, ଏବେ ହାତ ଯୋଡ଼ି କ୍ଷମା ମାଗିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ କ୍ଷମା କରିଦେବା ଅପିଲ୍ ଭିଡିଓ ପରେ ହାତ ଯୋଡ଼ି କ୍ଷମା ମାଗିଲେ ନାବାଳିକା। ଜନ୍ତରମନ୍ତରରେ ସିଜେପିର ବିକ୍ଷୋଭ ବେଳେ ଅପଶବ୍ଦ କହିଥିବା ଛାତ୍ରୀ ହାତ ଯୋଡ଼ି କ୍ଷମା ମାଗିଛନ୍ତି। ମୁଁ ମାତ୍ର ୧୫ ବର୍ଷର ଝିଅ, ଭୁଲରେ ସବୁ କିଛି କହିଛି ବୋଲି ସେ ହାତ ଯୋଡ଼ି, କାନ ଧରି କହିଛନ୍ତି। ଦିଲ୍ଲୀରେ ବିକ୍ଷୋଭ ପ୍ରଦର୍ଶନ ବେଳେ ସଂପୃକ୍ତ ଛାତ୍ରୀ ଜଣକ ପ୍ରଧାନମନ୍ତ୍ରୀ ମୋଦି ଓ ତାଙ୍କ ଦିବଙ୍ଗତ ମାଆଙ୍କ ସମ୍ପର୍କରେ ଅତି ଅଶୋଭନୀୟ, ଅଶ୍ଲୀଳ ମନ୍ତବ୍ୟ ଦେଇଥିଲେ।
    1
    ଭାରତୀୟତାର ଝଲକ
ପିଲା ହାତ ଯୋଡ଼ି କ୍ଷମା ମାଗିଲେ
ଅଭିଭାବକ କ୍ଷମା କଲେ
ପ୍ରଧାନମନ୍ତ୍ରୀଙ୍କୁ ଗାଳି ଗଲେ, ଏବେ ହାତ ଯୋଡ଼ି କ୍ଷମା ମାଗିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ କ୍ଷମା କରିଦେବା ଅପିଲ୍ ଭିଡିଓ ପରେ ହାତ ଯୋଡ଼ି କ୍ଷମା ମାଗିଲେ ନାବାଳିକା। ଜନ୍ତରମନ୍ତରରେ ସିଜେପିର ବିକ୍ଷୋଭ ବେଳେ ଅପଶବ୍ଦ କହିଥିବା ଛାତ୍ରୀ ହାତ ଯୋଡ଼ି କ୍ଷମା ମାଗିଛନ୍ତି। ମୁଁ ମାତ୍ର ୧୫ ବର୍ଷର ଝିଅ, ଭୁଲରେ ସବୁ କିଛି କହିଛି ବୋଲି ସେ ହାତ ଯୋଡ଼ି, କାନ ଧରି କହିଛନ୍ତି। ଦିଲ୍ଲୀରେ ବିକ୍ଷୋଭ ପ୍ରଦର୍ଶନ ବେଳେ ସଂପୃକ୍ତ ଛାତ୍ରୀ ଜଣକ ପ୍ରଧାନମନ୍ତ୍ରୀ ମୋଦି ଓ ତାଙ୍କ ଦିବଙ୍ଗତ ମାଆଙ୍କ ସମ୍ପର୍କରେ ଅତି ଅଶୋଭନୀୟ, ଅଶ୍ଲୀଳ ମନ୍ତବ୍ୟ ଦେଇଥିଲେ।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • ଗୁରୁ ସତ୍ୟନାରାୟଣ ବହିଦାର ଙ୍କ ଜନ୍ମ ଜୟନ୍ତୀ କୁ ନେଇ ପାଳନ ହେଉଥିବା ସମ୍ବଲପୁରୀ ଦିନ ପାଳନ ପାଇଁ ବୀରମହାରାଜପୁର ରେ କଣ ରହିଛି ପ୍ରସ୍ତୁତି ସେନେଇ ମତରଖୁଛନ୍ତୁ ସାଂସ୍କୃତିକ ସଙ୍ଗଠକ କିଶୋର ହୋତା
    1
    ଗୁରୁ ସତ୍ୟନାରାୟଣ ବହିଦାର ଙ୍କ ଜନ୍ମ ଜୟନ୍ତୀ କୁ ନେଇ ପାଳନ ହେଉଥିବା ସମ୍ବଲପୁରୀ ଦିନ ପାଳନ ପାଇଁ ବୀରମହାରାଜପୁର ରେ କଣ ରହିଛି ପ୍ରସ୍ତୁତି ସେନେଇ ମତରଖୁଛନ୍ତୁ ସାଂସ୍କୃତିକ ସଙ୍ଗଠକ କିଶୋର ହୋତା
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    8 hrs ago
  • ଜାତୀୟ ରାଜପଥ ୫୭ ଅବରୋଧ କଲେ ପଟାଭାଡିବାସୀ ସୁବର୍ଣ୍ଣପୁର ଜିଲ୍ଲା ର ଏ ଘଟଣା
    1
    ଜାତୀୟ ରାଜପଥ ୫୭ ଅବରୋଧ କଲେ ପଟାଭାଡିବାସୀ ସୁବର୍ଣ୍ଣପୁର ଜିଲ୍ଲା ର ଏ ଘଟଣା
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    6 hrs ago
  • ब्रेकिंग न्यूज़ | P24NEWS EXPRESS बिना टिकट रेल यात्रा कर रहे यात्रियों पर आरपीएफ ने बड़ी कार्रवाई की। आधी रात को की गई जांच के दौरान पार्सल वैन में सफर कर रहे करीब 25 से 30 यात्रियों को आरपीएफ अधिकारियों ने पकड़ लिया। जानकारी के अनुसार, सभी यात्री बिना वैध टिकट के पार्सल वैन में यात्रा कर रहे थे। आरपीएफ ने मौके पर कार्रवाई करते हुए सभी को हिरासत में लिया और रेलवे नियमों के तहत आगे की कानूनी प्रक्रिया शुरू कर दी। रेलवे प्रशासन ने यात्रियों से अपील की है कि वे हमेशा वैध टिकट लेकर केवल निर्धारित कोच में ही यात्रा करें। नियमों का उल्लंघन करने वालों के खिलाफ सख्त कार्रवाई जारी रहेगी। #BreakingNews #RPF #IndianRailways #Train #RailwayNews #TicketChecking #P24NewsExpress #viralvideo ब्रेकिंग न्यूज़ | P24NEWS EXPRESS बिना टिकट रेल यात्रा कर रहे यात्रियों पर आरपीएफ ने बड़ी कार्रवाई की। आधी रात को की गई जांच के दौरान पार्सल वैन में सफर कर रहे करीब 25 से 30 यात्रियों को आरपीएफ अधिकारियों ने पकड़ लिया। जानकारी के अनुसार, सभी यात्री बिना वैध टिकट के पार्सल वैन में यात्रा कर रहे थे। आरपीएफ ने मौके पर कार्रवाई करते हुए सभी को हिरासत में लिया और रेलवे नियमों के तहत आगे की कानूनी प्रक्रिया शुरू कर दी। रेलवे प्रशासन ने यात्रियों से अपील की है कि वे हमेशा वैध टिकट लेकर केवल निर्धारित कोच में ही यात्रा करें। नियमों का उल्लंघन करने वालों के खिलाफ सख्त कार्रवाई जारी रहेगी। #BreakingNews #RPF #IndianRailways #Train #RailwayNews #TicketChecking #P24NewsExpress #viralvideo
    1
    ब्रेकिंग न्यूज़ | P24NEWS EXPRESS

बिना टिकट रेल यात्रा कर रहे यात्रियों पर आरपीएफ ने बड़ी कार्रवाई की। आधी रात को की गई जांच के दौरान पार्सल वैन में सफर कर रहे करीब 25 से 30 यात्रियों को आरपीएफ अधिकारियों ने पकड़ लिया।

जानकारी के अनुसार, सभी यात्री बिना वैध टिकट के पार्सल वैन में यात्रा कर रहे थे। आरपीएफ ने मौके पर कार्रवाई करते हुए सभी को हिरासत में लिया और रेलवे नियमों के तहत आगे की कानूनी प्रक्रिया शुरू कर दी।

रेलवे प्रशासन ने यात्रियों से अपील की है कि वे हमेशा वैध टिकट लेकर केवल निर्धारित कोच में ही यात्रा करें। नियमों का उल्लंघन करने वालों के खिलाफ सख्त कार्रवाई जारी रहेगी।

#BreakingNews #RPF #IndianRailways #Train #RailwayNews #TicketChecking #P24NewsExpress #viralvideo
ब्रेकिंग न्यूज़ | P24NEWS EXPRESS
बिना टिकट रेल यात्रा कर रहे यात्रियों पर आरपीएफ ने बड़ी कार्रवाई की। आधी रात को की गई जांच के दौरान पार्सल वैन में सफर कर रहे करीब 25 से 30 यात्रियों को आरपीएफ अधिकारियों ने पकड़ लिया।
जानकारी के अनुसार, सभी यात्री बिना वैध टिकट के पार्सल वैन में यात्रा कर रहे थे। आरपीएफ ने मौके पर कार्रवाई करते हुए सभी को हिरासत में लिया और रेलवे नियमों के तहत आगे की कानूनी प्रक्रिया शुरू कर दी।
रेलवे प्रशासन ने यात्रियों से अपील की है कि वे हमेशा वैध टिकट लेकर केवल निर्धारित कोच में ही यात्रा करें। नियमों का उल्लंघन करने वालों के खिलाफ सख्त कार्रवाई जारी रहेगी।
#BreakingNews #RPF #IndianRailways #Train #RailwayNews #TicketChecking #P24NewsExpress #viralvideo
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    11 hrs ago
  • 22 Gates of Hirakud Dam Open as Floodwater Discharge Increases ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢ଼ୁଛି। ବର୍ତ୍ତମାନ ଡ୍ୟାମର ୨୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ଭୋର ୩ଟା ସୁଦ୍ଧା ଜଳସ୍ତର ୬୨୩ ଫୁଟ୍ ରହିଥିବାବେଳେ ପ୍ରତି ସେକେଣ୍ଡରେ ୩,୯୬,୯୭୪ କ୍ୟୁସେକ ଜଳ ଜଳଭଣ୍ଡାରକୁ ପ୍ରବେଶ କରୁଛି। ବର୍ତ୍ତମାନ ୬୫,୫୭୯ କ୍ୟୁସେକ ଜଳ ନିଷ୍କାସନ ହେଉଛି। ପରିସ୍ଥିତି ଅନୁଯାୟୀ ଆଗାମୀ ଦିନରେ ଆହୁରି ଗେଟ୍ ଖୋଲାଯାଇପାରେ। ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। #HirakudDam #FloodUpdate #RainAlert #HeavyRain #Odisha #OdishaNews #BreakingNews
    1
    22 Gates of Hirakud Dam Open as Floodwater Discharge Increases
ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢ଼ୁଛି। ବର୍ତ୍ତମାନ ଡ୍ୟାମର ୨୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ଭୋର ୩ଟା ସୁଦ୍ଧା ଜଳସ୍ତର ୬୨୩ ଫୁଟ୍ ରହିଥିବାବେଳେ ପ୍ରତି ସେକେଣ୍ଡରେ ୩,୯୬,୯୭୪ କ୍ୟୁସେକ ଜଳ ଜଳଭଣ୍ଡାରକୁ ପ୍ରବେଶ କରୁଛି। ବର୍ତ୍ତମାନ ୬୫,୫୭୯ କ୍ୟୁସେକ ଜଳ ନିଷ୍କାସନ ହେଉଛି। ପରିସ୍ଥିତି ଅନୁଯାୟୀ ଆଗାମୀ ଦିନରେ ଆହୁରି ଗେଟ୍ ଖୋଲାଯାଇପାରେ। ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।
#HirakudDam #FloodUpdate #RainAlert #HeavyRain #Odisha #OdishaNews #BreakingNews
    user_The Voice News Odisha
    The Voice News Odisha
    News Anchor ବେଲପାହାଡ଼, ଝାରସୁଗୁଡ଼ା, ଓଡ଼ିଶା•
    11 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.