logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପଦ୍ମପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁ ଆଉ ନାହାନ୍ତି ପଦ୍ମପୁର(ସନ୍ଧାନ ନିଉଜ) 26/8 ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ସତ୍ୟଭୂଷଣ ସାହୁ ୧୯୮୦, ୧୯୮୫ ଓ ୨୦୦୪ ମସିହାରେ ପଦ୍ମପୁରରୁ ବିଧାୟକ ଭାବେ ନିର୍ବାଚିତ ହୋଇ ୩ ଥର ବିଧାନସଭାକୁ ଯାଇଥିଲେ। ୨୦୦୪ରୁ ୨୦୦୬ ଯାଏଁ ସେ ଓଡ଼ିଶା ବିଧାନସଭାରେ କଂଗ୍ରେସ ବିଧାୟକ ଦଳର ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ତୁଲାଇଥିଲେ। ତାଙ୍କ ବିୟୋଗରେ ପଦ୍ମପୁର ଅଞ୍ଚଳର ରାଜନୈତିକ ଓ ସାମାଜିକ ମହଲରେ ଶୋକର ଛାୟା ଖେଳିଯାଇଛି।

9 hrs ago
user_Manash Rout
Manash Rout
ଧର୍ମଶାଳା, ଯାଜପୁର, ଓଡ଼ିଶା•
9 hrs ago
20e667f3-8856-4661-b696-f54ec1071da4

ପଦ୍ମପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁ ଆଉ ନାହାନ୍ତି ପଦ୍ମପୁର(ସନ୍ଧାନ ନିଉଜ) 26/8 ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ସତ୍ୟଭୂଷଣ ସାହୁ ୧୯୮୦, ୧୯୮୫ ଓ ୨୦୦୪ ମସିହାରେ ପଦ୍ମପୁରରୁ ବିଧାୟକ ଭାବେ ନିର୍ବାଚିତ ହୋଇ ୩ ଥର ବିଧାନସଭାକୁ ଯାଇଥିଲେ। ୨୦୦୪ରୁ ୨୦୦୬ ଯାଏଁ ସେ ଓଡ଼ିଶା ବିଧାନସଭାରେ କଂଗ୍ରେସ ବିଧାୟକ ଦଳର ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ତୁଲାଇଥିଲେ। ତାଙ୍କ ବିୟୋଗରେ ପଦ୍ମପୁର ଅଞ୍ଚଳର ରାଜନୈତିକ ଓ ସାମାଜିକ ମହଲରେ ଶୋକର ଛାୟା ଖେଳିଯାଇଛି।

More news from ଓଡ଼ିଶା and nearby areas
  • . *🙏 ଶୁଭ ସନ୍ଧ୍ୟା 🙏* . *ଭଲ କର୍ମଦ୍ୱାରା ଆମ ଭାଗ୍ୟକୁ ବଦଳେଇବା। ⭕‼️⭕#jagannath #odia #devotional #motivation* . ‌‌ *🙏ଜୟ ଶ୍ରୀ ଜଗନ୍ନାଥ 🙏* *🙏ଜୟ ଶ୍ରୀ କୃଷ୍ଣ 🙏*
    1
    .               *🙏 ଶୁଭ ସନ୍ଧ୍ୟା 🙏*


.                    *ଭଲ କର୍ମଦ୍ୱାରା ଆମ ଭାଗ୍ୟକୁ ବଦଳେଇବା। ⭕‼️⭕#jagannath #odia  #devotional #motivation* 

 .       ‌‌    *🙏ଜୟ ଶ୍ରୀ ଜଗନ୍ନାଥ 🙏*
             *🙏ଜୟ ଶ୍ରୀ କୃଷ୍ଣ 🙏*
    user_ରମେଶ ଚନ୍ଦ୍ର ଜେନା
    ରମେଶ ଚନ୍ଦ୍ର ଜେନା
    Teacher ଧର୍ମଶାଳା, ଯାଜପୁର, ଓଡ଼ିଶା•
    5 hrs ago
  • ବିଜେଡିକୁ ବିଜେପିର ୨୪ ବର୍ଷ ଶାସନ କ୍ଷମତା ର ଟାର୍ଗେଟ:10 ବର୍ଷରେ 600 କୋଟି ଟଙ୍କାର କାମ ପରେ ବନ୍ୟା କେମିତି ହେଲା ? ବିଜେଡିକୁ ବିଜେପିର ଟାର୍ଗେଟ ବୈତରଣୀରେ ବନ୍ୟା ଏବେ ସୃଷ୍ଟି କରିଛି ବଡ ବିବାଦ । ବିଜେପି ଟାର୍ଗେଟରେ 24 ବର୍ଷ ଧରି ଶାସନ କ୍ଷମତାରେ ଥିବା ବିଜୁ ଜନତା ଦଳ । 10 ବର୍ଷରେ 600 କୋଟି ଟଙ୍କାର କାମ ପରେ ବନ୍ୟା କେମିତି ହେଲା ବୋଲି ପ୍ରଶ୍ନ କରିଛି ବିଜେପି ।
    1
    ବିଜେଡିକୁ ବିଜେପିର ୨୪ ବର୍ଷ ଶାସନ କ୍ଷମତା ର ଟାର୍ଗେଟ:10 ବର୍ଷରେ 600 କୋଟି ଟଙ୍କାର କାମ ପରେ ବନ୍ୟା କେମିତି ହେଲା ?
ବିଜେଡିକୁ ବିଜେପିର ଟାର୍ଗେଟ
ବୈତରଣୀରେ ବନ୍ୟା ଏବେ ସୃଷ୍ଟି କରିଛି ବଡ ବିବାଦ । ବିଜେପି ଟାର୍ଗେଟରେ 24 ବର୍ଷ ଧରି ଶାସନ କ୍ଷମତାରେ ଥିବା ବିଜୁ ଜନତା ଦଳ । 10 ବର୍ଷରେ 600 କୋଟି ଟଙ୍କାର କାମ ପରେ ବନ୍ୟା କେମିତି ହେଲା ବୋଲି ପ୍ରଶ୍ନ କରିଛି ବିଜେପି ।
    user_ସୁଧାଂଶୁ ଶେଖର ନାୟକ
    ସୁଧାଂଶୁ ଶେଖର ନାୟକ
    Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
    7 hrs ago
  • ଯାଜପୁର ଜିଲ୍ଲା କୋରେଇ ବ୍ଲକ ର କାର୍ଯ୍ୟ ରତ ଯୁବ ସାମ୍ବାଦିକଙ୍କୁ ମରଣାତ୍ମକ ଆକ୍ରମଣ ଅଭିଯୋଗ। #Jajpur #Korei #Gauripur #JournalistAttack #JournalistSafety #OdishaNews #BreakingNews #CrimeNews #KoreiPolice #JajpurNews #Odisha #NewsUpdate #MediaFreedom #Journalist #news7odia
    1
    ଯାଜପୁର ଜିଲ୍ଲା କୋରେଇ ବ୍ଲକ ର କାର୍ଯ୍ୟ ରତ ଯୁବ ସାମ୍ବାଦିକଙ୍କୁ ମରଣାତ୍ମକ ଆକ୍ରମଣ ଅଭିଯୋଗ। 
#Jajpur #Korei #Gauripur #JournalistAttack #JournalistSafety #OdishaNews #BreakingNews #CrimeNews #KoreiPolice #JajpurNews #Odisha #NewsUpdate #MediaFreedom #Journalist #news7odia
    user_NEWS7ODIA
    NEWS7ODIA
    କୋରାଇ, ଯାଜପୁର, ଓଡ଼ିଶା•
    11 hrs ago
  • ବନ୍ତପୁଲିସକୁ ମିଳିଛି ବଡ଼ ସଫଳତା। ଗୋଟିଏ ଦିନରେ ଦୁଇଟି ପୃଥକ ମାମଲାର ପର୍ଦ୍ଦାଫାଶ କରିବା ସହ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ। ବନ୍ତପୁଲିସକୁ ମିଳିଛି ବଡ଼ ସଫଳତା। ଗୋଟିଏ ଦିନରେ ଦୁଇଟି ପୃଥକ ମାମଲାର ପର୍ଦ୍ଦାଫାଶ କରିବା ସହ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ।
    1
    ବନ୍ତପୁଲିସକୁ ମିଳିଛି ବଡ଼ ସଫଳତା। ଗୋଟିଏ ଦିନରେ ଦୁଇଟି ପୃଥକ ମାମଲାର ପର୍ଦ୍ଦାଫାଶ କରିବା ସହ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ। 
ବନ୍ତପୁଲିସକୁ ମିଳିଛି ବଡ଼ ସଫଳତା। ଗୋଟିଏ ଦିନରେ ଦୁଇଟି ପୃଥକ ମାମଲାର ପର୍ଦ୍ଦାଫାଶ କରିବା ସହ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ।
    user_ବନ୍ତ ଖବର
    ବନ୍ତ ଖବର
    ବାଣ୍ଟ, ଭଦ୍ରକ, ଓଡ଼ିଶା•
    3 hrs ago
  • ରକ୍ଷକ ପାଇଁ ରାକ୍ଷୀ ଟିଏ। ଅମୂଲ୍ୟ ପହି +୨ ବିଦ୍ୟାଳୟର ଛାତ୍ରୀଙ୍କ ନିଆରା ପ୍ରୟାସ। ହାତରେ ରାକ୍ଷୀ ପ୍ରସ୍ତୁତ କରି ଯବାନଙ୍କ ଉଦ୍ଦେଶ୍ୟରେ ରାକ୍ଷୀ ପଠାଇଲେ ଛାତ୍ରୀ। ରକ୍ଷକ ପାଇଁ ରାକ୍ଷୀ ଟିଏ। ଅମୂଲ୍ୟ ପହି +୨ ବିଦ୍ୟାଳୟର ଛାତ୍ରୀଙ୍କ ନିଆରା ପ୍ରୟାସ। ହାତରେ ରାକ୍ଷୀ ପ୍ରସ୍ତୁତ କରି ଯବାନଙ୍କ ଉଦ୍ଦେଶ୍ୟରେ ରାକ୍ଷୀ ପଠାଇଲେ ଛାତ୍ରୀ।
    1
    ରକ୍ଷକ ପାଇଁ ରାକ୍ଷୀ ଟିଏ। ଅମୂଲ୍ୟ ପହି +୨ ବିଦ୍ୟାଳୟର ଛାତ୍ରୀଙ୍କ ନିଆରା ପ୍ରୟାସ। ହାତରେ ରାକ୍ଷୀ ପ୍ରସ୍ତୁତ କରି ଯବାନଙ୍କ ଉଦ୍ଦେଶ୍ୟରେ ରାକ୍ଷୀ ପଠାଇଲେ ଛାତ୍ରୀ।
ରକ୍ଷକ ପାଇଁ ରାକ୍ଷୀ ଟିଏ। ଅମୂଲ୍ୟ ପହି +୨ ବିଦ୍ୟାଳୟର ଛାତ୍ରୀଙ୍କ ନିଆରା ପ୍ରୟାସ। ହାତରେ ରାକ୍ଷୀ ପ୍ରସ୍ତୁତ କରି ଯବାନଙ୍କ ଉଦ୍ଦେଶ୍ୟରେ ରାକ୍ଷୀ ପଠାଇଲେ ଛାତ୍ରୀ।
    user_Rudra Narayan Parida
    Rudra Narayan Parida
    TV News Anchor ଘାସିପୁରା, କେନ୍ଦୁଝର, ଓଡ଼ିଶା•
    6 hrs ago
  • ଯାଜପୁରରେ ଯୁବ ସାମ୍ବାଦିକକୁ ଆକ୍ରମଣ । ବାରମ୍ବାର ଘଟୁଛି ଏପରି ଘଟଣା କିଏ ରହିବ ଉତ୍ତରଦାୟୀ ? କେମିତି ଚାଲିବ ଚର୍ତୁଥ ସ୍ତମ୍ଭ ? କଣ ରହିବ ପଦକ୍ଷେପ ? ଯାଜପୁରରେ ଯୁବ ସାମ୍ବାଦିକକୁ ଆକ୍ରମଣ । ବାରମ୍ବାର ଘଟୁଛି ଏପରି ଘଟଣା କିଏ ରହିବ ଉତ୍ତରଦାୟୀ ? କେମିତି ଚାଲିବ ଚର୍ତୁଥ ସ୍ତମ୍ଭ ? କଣ ରହିବ ପଦକ୍ଷେପ ? #LatestNews #UpdateNews #apanankakhabara #jajpur_city #news #OdishaNews #odisha
    1
    ଯାଜପୁରରେ ଯୁବ ସାମ୍ବାଦିକକୁ ଆକ୍ରମଣ । ବାରମ୍ବାର ଘଟୁଛି ଏପରି ଘଟଣା କିଏ ରହିବ ଉତ୍ତରଦାୟୀ ? କେମିତି ଚାଲିବ ଚର୍ତୁଥ ସ୍ତମ୍ଭ ? କଣ ରହିବ ପଦକ୍ଷେପ ?  
ଯାଜପୁରରେ ଯୁବ ସାମ୍ବାଦିକକୁ ଆକ୍ରମଣ । ବାରମ୍ବାର ଘଟୁଛି ଏପରି ଘଟଣା କିଏ ରହିବ ଉତ୍ତରଦାୟୀ ? କେମିତି ଚାଲିବ ଚର୍ତୁଥ ସ୍ତମ୍ଭ ? କଣ ରହିବ ପଦକ୍ଷେପ ?  #LatestNews #UpdateNews #apanankakhabara #jajpur_city #news #OdishaNews #odisha
    user_Apananka Khabara
    Apananka Khabara
    Video Creator Cuttack (M.Corp.) P.S, Odisha•
    8 hrs ago
  • ରିପୋର୍ଟ କାର୍ଡ ରଖିଲେ ଅପରାଜିତା,କିଛି କାମ କରିଛୁ । ବହୁତ କାମ କରିବାରେ ଅଛି,ଏମିତି କଥା କହି ନିଜର ରିପୋର୍ଟ କାର୍ଡ ରଖିଛନ୍ତି ଅପରାଜିତା ଷଢଙ୍ଗୀ । ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ତାଙ୍କ କାର୍ଯ୍ୟକାଳର ୭ ବର୍ଷର ରିପୋର୍ଟ କାର୍ଡ ପ୍ରକାଶ କରିଛନ୍ତି।ମୁଖ୍ୟ ତଥ୍ୟ ସେ ୬୦ ପୃଷ୍ଠା ବିଶିଷ୍ଟ ଏହି ରିପୋର୍ଟ କାର୍ଡରେ ଗତ ୭ ବର୍ଷର ବିକାଶ ଓ କାର୍ଯ୍ୟର ହିସାବ ଦେଇଛନ୍ତି ।ଶତ ପ୍ରତିଶତ ଭୁବନେଶ୍ୱର ବିକାଶ ପାଇଁ ସେ ୧୦୦ ପ୍ରତିଶତ ଚେଷ୍ଟା କରିଛନ୍ତି ବୋଲି କହିଛନ୍ତି ।
    1
    ରିପୋର୍ଟ କାର୍ଡ ରଖିଲେ ଅପରାଜିତା,କିଛି କାମ କରିଛୁ । ବହୁତ କାମ କରିବାରେ ଅଛି,ଏମିତି କଥା କହି ନିଜର ରିପୋର୍ଟ କାର୍ଡ  ରଖିଛନ୍ତି ଅପରାଜିତା ଷଢଙ୍ଗୀ ।

ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ତାଙ୍କ କାର୍ଯ୍ୟକାଳର ୭ ବର୍ଷର ରିପୋର୍ଟ କାର୍ଡ ପ୍ରକାଶ କରିଛନ୍ତି।ମୁଖ୍ୟ ତଥ୍ୟ ସେ ୬୦ ପୃଷ୍ଠା ବିଶିଷ୍ଟ ଏହି ରିପୋର୍ଟ କାର୍ଡରେ ଗତ ୭ ବର୍ଷର ବିକାଶ ଓ କାର୍ଯ୍ୟର ହିସାବ ଦେଇଛନ୍ତି ।ଶତ ପ୍ରତିଶତ  ଭୁବନେଶ୍ୱର ବିକାଶ ପାଇଁ ସେ ୧୦୦ ପ୍ରତିଶତ ଚେଷ୍ଟା କରିଛନ୍ତି ବୋଲି କହିଛନ୍ତି  ।
    user_ସୁଧାଂଶୁ ଶେଖର ନାୟକ
    ସୁଧାଂଶୁ ଶେଖର ନାୟକ
    Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
    7 hrs ago
  • ବାରହା ସହ 2 ଘଣ୍ଟା ଲଢ଼େଇ ll ବିପଦରେ କୁନି ପିଲାଟିର ସାହସକୁ ଲୋକଙ୍କ ପ୍ରଶଂସା ll ବାରହା ସହ 2 ଘଣ୍ଟା ଲଢ଼େଇ ll ବିପଦରେ କୁନି ପିଲାଟିର ସାହସକୁ ଲୋକଙ୍କ ପ୍ରଶଂସା ll
    1
    ବାରହା ସହ 2 ଘଣ୍ଟା ଲଢ଼େଇ ll ବିପଦରେ କୁନି ପିଲାଟିର ସାହସକୁ ଲୋକଙ୍କ ପ୍ରଶଂସା ll 
ବାରହା ସହ 2 ଘଣ୍ଟା ଲଢ଼େଇ ll ବିପଦରେ କୁନି ପିଲାଟିର ସାହସକୁ ଲୋକଙ୍କ ପ୍ରଶଂସା ll
    user_Purnima Biswal
    Purnima Biswal
    Artist ତିର୍ତ୍ତୋଲ, ଜଗତସିଂହପୁର, ଓଡ଼ିଶା•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.