logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଆଜି ୧୦.୩୦ ଘଟିକା ରେ ସୁବର୍ଣ୍ଣପୁର ଜିଲ୍ଲାରେ SIR-2026 ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା ଜିଲ୍ଲାପାଳ, ସୁବର୍ଣ୍ଣପୁର ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝି ଙ୍କ ସଭାପତିତ୍ଵରେ ପ୍ରକାଶ କରାଯାଇଛି । SIR-2026 ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶନ ତା. ତାରିଖ: ୨୧ ସେପ୍ଟେମ୍ବର ୨୦୨୬ ଆଜି ୧୦.୩୦ ଘଟିକା ରେ ସୁବର୍ଣ୍ଣପୁର ଜିଲ୍ଲାରେ SIR-2026 ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା ଜିଲ୍ଲାପାଳ, ସୁବର୍ଣ୍ଣପୁର ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝି ଙ୍କ ସଭାପତିତ୍ଵରେ ପ୍ରକାଶ କରାଯାଇଛି । ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନ ପ୍ରଧାନ, ଡେପୁଟି ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ କ୍ଲିଣ୍ଟନ ସାହୁ, ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀମତୀ ଯମୁନା ପ୍ରଧାନ, ସମସ୍ତ ରାଜନୈତିକ ଦଳର ପ୍ରତିନିଧି ଓ ସୁବର୍ଣ୍ଣପୁର ଜିଲ୍ଲାର ସାମ୍ବାଦିକ ମାନେ ଉପସ୍ଥିତ ଥିଲେ । ଜିଲ୍ଲାର ୬୪-ବୀରମହାରାଜପୁର ନିର୍ବାଚନମଣ୍ଡଳୀର ୩୦୭ଟି ବୁଥ୍‌ରେ ମହିଳା ୧,୧୦,୧୦୮ ଜଣ , ପୁରୁଷ ୧,୦୧,୦୬୯ ଜଣ ଓ ତୃତୀୟ ଲିଙ୍ଗୀ ୩ ଜଣ ମୋଟ ଭୋଟର ୨,୧୧,୧୮୦ ଜଣ ଅଛନ୍ତି ।୬୫-ସୋନପୁର ନିର୍ବାଚନମଣ୍ଡଳୀର ୩୫୫ଟି ବୁଥ୍‌ରେ ମହିଳା ୧,୨୯,୬୯୩ ଜଣ, ପୁରୁଷ ୧,୨୧,୫୦୯ ଜଣ ଓ ତୃତୀୟ ଲିଙ୍ଗୀ ୨ ଜଣ ମୋଟ ଭୋଟର ୨,୫୦,୨୦୪ ଜଣ ଅଛନ୍ତି । ସୁବର୍ଣ୍ଣପୁର ଜିଲ୍ଲାରେ ମୋଟ ୬୬୨ଟି ବୁଥ୍‌ରେ ମହିଳା ୨,୩୯,୮୦୧ ଜଣ , ପୁରୁଷ ୨,୨୨,୫୭୮ ଜଣ ଓ ତୃତୀୟ ଲିଙ୍ଗୀ ୫ ଜଣ ମୋଟ ଭୋଟର ୪,୬୨,୩୮୪ ଜଣ ଅଛନ୍ତି । ଏହି ପୁନଃ ନିରୀକ୍ଷଣ ପ୍ରକ୍ରିୟା ସମ୍ପାଦିତ ହୋଇଛି। ଏହି ପ୍ରକ୍ରିୟାରେ ପ୍ରାପ୍ତ ଦାବି ଓ ଆପତ୍ତିଗୁଡ଼ିକୁ ନିୟମାନୁସାରେ ଯାଞ୍ଚ କରି ଚୂଡ଼ାନ୍ତ ଭୋଟର ତାଲିକା ପ୍ରସ୍ତୁତ କରାଯାଇଛି। ଅପିଲ୍ ବ୍ୟବସ୍ଥା: ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ ଆଦେଶରେ କୌଣସି ବ୍ୟକ୍ତି ଅସନ୍ତୁଷ୍ଟ ହେଲେ, Representation of the People Act, 1950 ର ଧାରା 24 ଅନୁଯାୟୀ 15 ଦିନ ମଧ୍ୟରେ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ନିକଟରେ ପ୍ରଥମ ଅପିଲ୍ କରିପାରିବେ। ଜିଲ୍ଲା ମାଜିଷ୍ଟ୍ରେଟଙ୍କ ଆଦେଶରେ ଅସନ୍ତୁଷ୍ଟ ହେଲେ, 30 ଦିନ ମଧ୍ୟରେ Chief Electoral Officer ଙ୍କ ନିକଟରେ ଦ୍ୱିତୀୟ ଅପିଲ୍ କରିପାରିବେ। ଅପିଲ୍ ଦାଖଲ ହେବା ଦ୍ୱାରା ଚୂଡ଼ାନ୍ତ ଭୋଟର ତାଲିକାର ପ୍ରକାଶନ ସ୍ଥଗିତ ହେବ ନାହିଁ। ଏହି ସମଗ୍ର ପ୍ରକ୍ରିୟାରେ ସହଯୋଗ କରିଥିବା ସମସ୍ତ ରାଜନୈତିକ ଦଳ ଓ ସେମାନଙ୍କ ପ୍ରତିନିଧି, BLO, ସୁପରଭାଇଜର, ଅଧିକାରୀ, କର୍ମଚାରୀ ଏବଂ ସାଧାରଣ ଜନସାଧାରଣଙ୍କୁ ଜିଲ୍ଲାପାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ହାର୍ଦ୍ଦିକ ଧନ୍ୟବାଦ ଓ କୃତଜ୍ଞତା ଜଣାଇଲେ । ସ୍ୱଚ୍ଛ, ନିରପେକ୍ଷ ଓ ତ୍ରୁଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତ କରିବା ଆମର ମୁଖ୍ୟ ଲକ୍ଷ୍ୟ। ଏହି କାର୍ଯ୍ୟରେ ସମସ୍ତଙ୍କ ସହଯୋଗ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ଆଶା କରୁଛୁ।

20 hrs ago
user_Sonepur news khulasa
Sonepur news khulasa
Video Creator ସୋନପୁର, ସୋନପୁର, ଓଡ଼ିଶା•
20 hrs ago

ଆଜି ୧୦.୩୦ ଘଟିକା ରେ ସୁବର୍ଣ୍ଣପୁର ଜିଲ୍ଲାରେ SIR-2026 ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା ଜିଲ୍ଲାପାଳ, ସୁବର୍ଣ୍ଣପୁର ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝି ଙ୍କ ସଭାପତିତ୍ଵରେ ପ୍ରକାଶ କରାଯାଇଛି । SIR-2026 ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶନ ତା. ତାରିଖ: ୨୧ ସେପ୍ଟେମ୍ବର ୨୦୨୬ ଆଜି ୧୦.୩୦ ଘଟିକା ରେ ସୁବର୍ଣ୍ଣପୁର ଜିଲ୍ଲାରେ SIR-2026 ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା ଜିଲ୍ଲାପାଳ, ସୁବର୍ଣ୍ଣପୁର ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝି ଙ୍କ ସଭାପତିତ୍ଵରେ ପ୍ରକାଶ କରାଯାଇଛି । ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନ ପ୍ରଧାନ, ଡେପୁଟି ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ କ୍ଲିଣ୍ଟନ ସାହୁ, ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀମତୀ ଯମୁନା ପ୍ରଧାନ, ସମସ୍ତ ରାଜନୈତିକ ଦଳର ପ୍ରତିନିଧି ଓ ସୁବର୍ଣ୍ଣପୁର ଜିଲ୍ଲାର ସାମ୍ବାଦିକ ମାନେ ଉପସ୍ଥିତ ଥିଲେ । ଜିଲ୍ଲାର ୬୪-ବୀରମହାରାଜପୁର ନିର୍ବାଚନମଣ୍ଡଳୀର ୩୦୭ଟି ବୁଥ୍‌ରେ ମହିଳା ୧,୧୦,୧୦୮ ଜଣ , ପୁରୁଷ ୧,୦୧,୦୬୯ ଜଣ ଓ ତୃତୀୟ ଲିଙ୍ଗୀ ୩ ଜଣ ମୋଟ ଭୋଟର ୨,୧୧,୧୮୦ ଜଣ ଅଛନ୍ତି ।୬୫-ସୋନପୁର ନିର୍ବାଚନମଣ୍ଡଳୀର ୩୫୫ଟି ବୁଥ୍‌ରେ ମହିଳା ୧,୨୯,୬୯୩ ଜଣ, ପୁରୁଷ ୧,୨୧,୫୦୯ ଜଣ ଓ ତୃତୀୟ ଲିଙ୍ଗୀ ୨ ଜଣ ମୋଟ ଭୋଟର ୨,୫୦,୨୦୪ ଜଣ ଅଛନ୍ତି । ସୁବର୍ଣ୍ଣପୁର ଜିଲ୍ଲାରେ ମୋଟ ୬୬୨ଟି ବୁଥ୍‌ରେ ମହିଳା ୨,୩୯,୮୦୧ ଜଣ , ପୁରୁଷ ୨,୨୨,୫୭୮ ଜଣ ଓ ତୃତୀୟ ଲିଙ୍ଗୀ ୫ ଜଣ ମୋଟ ଭୋଟର ୪,୬୨,୩୮୪ ଜଣ ଅଛନ୍ତି । ଏହି ପୁନଃ ନିରୀକ୍ଷଣ ପ୍ରକ୍ରିୟା ସମ୍ପାଦିତ ହୋଇଛି। ଏହି ପ୍ରକ୍ରିୟାରେ ପ୍ରାପ୍ତ ଦାବି ଓ ଆପତ୍ତିଗୁଡ଼ିକୁ ନିୟମାନୁସାରେ ଯାଞ୍ଚ କରି ଚୂଡ଼ାନ୍ତ ଭୋଟର ତାଲିକା ପ୍ରସ୍ତୁତ କରାଯାଇଛି। ଅପିଲ୍ ବ୍ୟବସ୍ଥା: ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ ଆଦେଶରେ କୌଣସି ବ୍ୟକ୍ତି ଅସନ୍ତୁଷ୍ଟ ହେଲେ, Representation of the People Act, 1950 ର ଧାରା 24 ଅନୁଯାୟୀ 15 ଦିନ ମଧ୍ୟରେ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ନିକଟରେ ପ୍ରଥମ ଅପିଲ୍ କରିପାରିବେ। ଜିଲ୍ଲା ମାଜିଷ୍ଟ୍ରେଟଙ୍କ ଆଦେଶରେ ଅସନ୍ତୁଷ୍ଟ ହେଲେ, 30 ଦିନ ମଧ୍ୟରେ Chief Electoral Officer ଙ୍କ ନିକଟରେ ଦ୍ୱିତୀୟ ଅପିଲ୍ କରିପାରିବେ। ଅପିଲ୍ ଦାଖଲ ହେବା ଦ୍ୱାରା ଚୂଡ଼ାନ୍ତ ଭୋଟର ତାଲିକାର ପ୍ରକାଶନ ସ୍ଥଗିତ ହେବ ନାହିଁ। ଏହି ସମଗ୍ର ପ୍ରକ୍ରିୟାରେ ସହଯୋଗ କରିଥିବା ସମସ୍ତ ରାଜନୈତିକ ଦଳ ଓ ସେମାନଙ୍କ ପ୍ରତିନିଧି, BLO, ସୁପରଭାଇଜର, ଅଧିକାରୀ, କର୍ମଚାରୀ ଏବଂ ସାଧାରଣ ଜନସାଧାରଣଙ୍କୁ ଜିଲ୍ଲାପାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ହାର୍ଦ୍ଦିକ ଧନ୍ୟବାଦ ଓ କୃତଜ୍ଞତା ଜଣାଇଲେ । ସ୍ୱଚ୍ଛ, ନିରପେକ୍ଷ ଓ ତ୍ରୁଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତ କରିବା ଆମର ମୁଖ୍ୟ ଲକ୍ଷ୍ୟ। ଏହି କାର୍ଯ୍ୟରେ ସମସ୍ତଙ୍କ ସହଯୋଗ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ଆଶା କରୁଛୁ।

More news from ଓଡ଼ିଶା and nearby areas
  • ରୋଗୀ ସେବା ପ୍ରଭାବିତ
    1
    ରୋଗୀ ସେବା ପ୍ରଭାବିତ
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • ପଞ୍ଚତତ୍ତ୍ୱ ସୁରକ୍ଷା ସହ ପ୍ଲାଷ୍ଟିକ ବର୍ଜନ ଓ ଚାରା ଉପହାର ପାଇଁ ଆହ୍ୱାନ ଦେଲା ଦୟା ସରାବନି ଯୋଗ ଟ୍ରଷ୍ଟ ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ବ୍ଲକ୍ ଅନ୍ତର୍ଗତ ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ମେଘନାଦଠାରେ "ଦୟା ସରାବନି ଯୋଗ ଟ୍ରଷ୍ଟ" ପକ୍ଷରୁ ପରିବେଶ ସୁରକ୍ଷା ଓ ସଚେତନତାମୂଳକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସତ୍ୟ ନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରିବେଶ ସୁରକ୍ଷାରେ ଛାତ୍ରଛାତ୍ରୀଙ୍କ ଭୂମିକା ଉପରେ ମତବ୍ୟକ୍ତ କରିଥିଲେ। ଛାତ୍ରଛାତ୍ରୀଙ୍କ ମନରେ ପରିବେଶ ପ୍ରତି ଦାୟିତ୍ୱବୋଧ ସୃଷ୍ଟି କରିବା ସହ ନିଜ ଘର, ବିଦ୍ୟାଳୟ ଓ ସମାଜରେ ପରିବେଶ ସୁରକ୍ଷାର ବାର୍ତ୍ତା ପହଞ୍ଚାଇବା ଆବଶ୍ୟକ ବୋଲି ସେ କହିଥିଲେ।ସମ୍ମାନିତ ଅତିଥି ଶିକ୍ଷକ ଟିକେଶ୍ୱର ପାଣ୍ଡିଆ ପରିବେଶ ସୁରକ୍ଷାର ଆବଶ୍ୟକତା ଉପରେ ନିଜର ମତ ରଖିଥିଲେ। ପ୍ରକୃତି ଓ ମଣିଷର ସମ୍ପର୍କ ଅତ୍ୟନ୍ତ ନିବିଡ଼ ହୋଇଥିବାରୁ ପରିବେଶର ସନ୍ତୁଳନ ରକ୍ଷା ପାଇଁ ସମସ୍ତଙ୍କ ସହଯୋଗ ଓ ସଚେତନତା ଆବଶ୍ୟକ ବୋଲି ସେ ଉଲ୍ଲେଖ କରିଥିଲେ।କାର୍ଯ୍ୟକ୍ରମରେ ଟ୍ରଷ୍ଟର ପ୍ରତିଷ୍ଠାତା ତଥା ସମ୍ପାଦକ ଡ. ହୃଷୀକେଶ ଦେହେରୀ ଉପସ୍ଥିତ ରହି ପରିବେଶ ସୁରକ୍ଷାର ବିଭିନ୍ନ ଦିଗ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ସଚେତନ କରିଥିଲେ।ସେ ପଞ୍ଚତତ୍ତ୍ୱ—ମାଟି, ଜଳ, ବାୟୁ, ଅଗ୍ନି ଓ ଆକାଶର ସୁରକ୍ଷାକୁ ପରିବେଶ ସୁରକ୍ଷାର ମୂଳ ଆଧାର ଭାବେ ଉଲ୍ଲେଖ କରିଥିଲେ। ଏଥିସହ ମାଟିର ଉର୍ବରତା ରକ୍ଷା, ଜଳ ସଂରକ୍ଷଣ, ପ୍ଲାଷ୍ଟିକ ଓ ପଲିଥିନ୍ ବ୍ୟବହାର ବର୍ଜନ କିମ୍ବା ହ୍ରାସ, ବୃକ୍ଷରୋପଣ ଓ ରୋପିତ ଚାରାର ନିୟମିତ ଯତ୍ନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ।ଏଥିସହ ଖାଦ୍ୟ ଅପଚୟ ରୋକିବା, ଆବଶ୍ୟକତା ଅନୁଯାୟୀ ଖାଦ୍ୟର ସୁବ୍ୟବହାର କରିବା, ଜୀବଜନ୍ତୁ ଓ ପକ୍ଷୀଙ୍କ ସୁରକ୍ଷା ସହ ପରିବେଶକୁ ସ୍ୱଚ୍ଛ ରଖିବା ଉପରେ ମଧ୍ୟ ଡ. ଦେହେରୀ ଛାତ୍ରଛାତ୍ରୀଙ୍କୁ ସଚେତନ କରିଥିଲେ। ଘର, ବିଦ୍ୟାଳୟ ଓ ଆଖପାଖ ଅଞ୍ଚଳରେ ସ୍ୱଚ୍ଛତା ବଜାୟ ରଖିବା ସହ ଆବର୍ଜନାକୁ ଏଣେତେଣେ ନ ଫିଙ୍ଗି ଉପଯୁକ୍ତ ଭାବେ ପରିଚାଳନା କରିବାକୁ ସେ ଆହ୍ୱାନ ଦେଇଥିଲେ।ବିଶେଷକରି ବିବାହ, ବ୍ରତ ଓ ଜନ୍ମଦିନ ଭଳି ଶୁଭ ଅବସରରେ ଅନାବଶ୍ୟକ ଉପହାର ପରିବର୍ତ୍ତେ ଚାରା ଉପହାର ଦେବା ପାଇଁ ଡ. ଦେହେରୀ ଆହ୍ୱାନ ଦେଇଥିଲେ। ଏହା ମାଧ୍ୟମରେ ପରିବାର ଓ ସମାଜରେ ପରିବେଶ ପ୍ରତି ଦାୟିତ୍ୱବୋଧ ବୃଦ୍ଧି ପାଇବା ସହ ଏକ ସବୁଜ ପରମ୍ପରା ଗଢ଼ି ଉଠିପାରିବ ବୋଲି ସେ କହିଥିଲେ।ନିଜ ପରିବେଶକୁ ସ୍ୱଚ୍ଛ ରଖିବା ଭଳି ଛୋଟ ଛୋଟ ପଦକ୍ଷେପ ନେଲେ ଏକ ସୁସ୍ଥ, ସ୍ୱଚ୍ଛ ଓ ସବୁଜ ଭବିଷ୍ୟତ ଗଠନ କରାଯାଇପାରିବ ବୋଲି କାର୍ଯ୍ୟକ୍ରମରେ ବାର୍ତ୍ତା ଦିଆଯାଇଥିଲା।ଶୁଭ ଅବସରରେ ଚାରା ଉପହାର ଦେବା, ପ୍ରକୃତିର ସୁରକ୍ଷା କରିବା ଓ ଏକ ସବୁଜ, ସ୍ୱଚ୍ଛ ଓ ସୁସ୍ଥ ସମାଜ ଗଢ଼ିବା—ଦୟା ସରାବନି ଯୋଗ ଟ୍ରଷ୍ଟର ସନ୍ଦେଶ ଥିଲା।
    1
    ପଞ୍ଚତତ୍ତ୍ୱ ସୁରକ୍ଷା ସହ ପ୍ଲାଷ୍ଟିକ ବର୍ଜନ ଓ ଚାରା ଉପହାର ପାଇଁ ଆହ୍ୱାନ ଦେଲା ଦୟା ସରାବନି ଯୋଗ ଟ୍ରଷ୍ଟ
ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ବ୍ଲକ୍ ଅନ୍ତର୍ଗତ ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ମେଘନାଦଠାରେ "ଦୟା ସରାବନି ଯୋଗ ଟ୍ରଷ୍ଟ" ପକ୍ଷରୁ ପରିବେଶ ସୁରକ୍ଷା ଓ ସଚେତନତାମୂଳକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।
କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସତ୍ୟ ନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରିବେଶ ସୁରକ୍ଷାରେ ଛାତ୍ରଛାତ୍ରୀଙ୍କ ଭୂମିକା ଉପରେ ମତବ୍ୟକ୍ତ କରିଥିଲେ। ଛାତ୍ରଛାତ୍ରୀଙ୍କ ମନରେ ପରିବେଶ ପ୍ରତି ଦାୟିତ୍ୱବୋଧ ସୃଷ୍ଟି କରିବା ସହ ନିଜ ଘର, ବିଦ୍ୟାଳୟ ଓ ସମାଜରେ ପରିବେଶ ସୁରକ୍ଷାର ବାର୍ତ୍ତା ପହଞ୍ଚାଇବା ଆବଶ୍ୟକ ବୋଲି ସେ କହିଥିଲେ।ସମ୍ମାନିତ ଅତିଥି ଶିକ୍ଷକ ଟିକେଶ୍ୱର ପାଣ୍ଡିଆ ପରିବେଶ ସୁରକ୍ଷାର ଆବଶ୍ୟକତା ଉପରେ ନିଜର ମତ ରଖିଥିଲେ। ପ୍ରକୃତି ଓ ମଣିଷର ସମ୍ପର୍କ ଅତ୍ୟନ୍ତ ନିବିଡ଼ ହୋଇଥିବାରୁ ପରିବେଶର ସନ୍ତୁଳନ ରକ୍ଷା ପାଇଁ ସମସ୍ତଙ୍କ ସହଯୋଗ ଓ ସଚେତନତା ଆବଶ୍ୟକ ବୋଲି ସେ ଉଲ୍ଲେଖ କରିଥିଲେ।କାର୍ଯ୍ୟକ୍ରମରେ    ଟ୍ରଷ୍ଟର ପ୍ରତିଷ୍ଠାତା ତଥା ସମ୍ପାଦକ ଡ. ହୃଷୀକେଶ ଦେହେରୀ ଉପସ୍ଥିତ ରହି ପରିବେଶ ସୁରକ୍ଷାର ବିଭିନ୍ନ ଦିଗ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ସଚେତନ କରିଥିଲେ।ସେ ପଞ୍ଚତତ୍ତ୍ୱ—ମାଟି, ଜଳ, ବାୟୁ, ଅଗ୍ନି ଓ ଆକାଶର ସୁରକ୍ଷାକୁ ପରିବେଶ ସୁରକ୍ଷାର ମୂଳ ଆଧାର ଭାବେ ଉଲ୍ଲେଖ କରିଥିଲେ। ଏଥିସହ ମାଟିର ଉର୍ବରତା ରକ୍ଷା, ଜଳ ସଂରକ୍ଷଣ, ପ୍ଲାଷ୍ଟିକ ଓ ପଲିଥିନ୍ ବ୍ୟବହାର ବର୍ଜନ କିମ୍ବା ହ୍ରାସ, ବୃକ୍ଷରୋପଣ ଓ ରୋପିତ ଚାରାର ନିୟମିତ ଯତ୍ନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ।ଏଥିସହ ଖାଦ୍ୟ ଅପଚୟ ରୋକିବା, ଆବଶ୍ୟକତା ଅନୁଯାୟୀ ଖାଦ୍ୟର ସୁବ୍ୟବହାର କରିବା, ଜୀବଜନ୍ତୁ ଓ ପକ୍ଷୀଙ୍କ ସୁରକ୍ଷା ସହ ପରିବେଶକୁ ସ୍ୱଚ୍ଛ ରଖିବା ଉପରେ ମଧ୍ୟ ଡ. ଦେହେରୀ ଛାତ୍ରଛାତ୍ରୀଙ୍କୁ ସଚେତନ କରିଥିଲେ। ଘର, ବିଦ୍ୟାଳୟ ଓ ଆଖପାଖ ଅଞ୍ଚଳରେ ସ୍ୱଚ୍ଛତା ବଜାୟ ରଖିବା ସହ ଆବର୍ଜନାକୁ ଏଣେତେଣେ ନ ଫିଙ୍ଗି ଉପଯୁକ୍ତ ଭାବେ ପରିଚାଳନା କରିବାକୁ ସେ ଆହ୍ୱାନ ଦେଇଥିଲେ।ବିଶେଷକରି ବିବାହ, ବ୍ରତ ଓ ଜନ୍ମଦିନ ଭଳି ଶୁଭ ଅବସରରେ ଅନାବଶ୍ୟକ ଉପହାର ପରିବର୍ତ୍ତେ ଚାରା ଉପହାର ଦେବା ପାଇଁ ଡ. ଦେହେରୀ ଆହ୍ୱାନ ଦେଇଥିଲେ। ଏହା ମାଧ୍ୟମରେ ପରିବାର ଓ ସମାଜରେ ପରିବେଶ ପ୍ରତି ଦାୟିତ୍ୱବୋଧ ବୃଦ୍ଧି ପାଇବା ସହ ଏକ ସବୁଜ ପରମ୍ପରା ଗଢ଼ି ଉଠିପାରିବ ବୋଲି ସେ କହିଥିଲେ।ନିଜ ପରିବେଶକୁ ସ୍ୱଚ୍ଛ ରଖିବା ଭଳି ଛୋଟ ଛୋଟ ପଦକ୍ଷେପ ନେଲେ ଏକ ସୁସ୍ଥ, ସ୍ୱଚ୍ଛ ଓ ସବୁଜ ଭବିଷ୍ୟତ ଗଠନ କରାଯାଇପାରିବ ବୋଲି କାର୍ଯ୍ୟକ୍ରମରେ ବାର୍ତ୍ତା ଦିଆଯାଇଥିଲା।ଶୁଭ ଅବସରରେ ଚାରା ଉପହାର ଦେବା, ପ୍ରକୃତିର ସୁରକ୍ଷା କରିବା ଓ ଏକ ସବୁଜ, ସ୍ୱଚ୍ଛ ଓ ସୁସ୍ଥ ସମାଜ ଗଢ଼ିବା—ଦୟା ସରାବନି ଯୋଗ ଟ୍ରଷ୍ଟର ସନ୍ଦେଶ ଥିଲା।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    2 hrs ago
  • #ନଶା_ମୁକ୍ତ_ଓଡିଶା_ପ୍ରଥମ_ଦିନ_ରେ_ସୁବର୍ଣ୍ଣପୁର #ପୋଲିସ_କୁ_ବଡ଼_ସଫଳତା l #rishitv #drugfreeodisha #subarnapur #highlight ଏହି ଚଢ଼ାଉ ସମୟରେ ସର୍ବମୋଟ ୫୪୦. ୪୭କେଜି ଗଂଜେଇ, ୦୨ଟି ଚାରୀ ଚକିଆ ଓ ୧ଟି ମୋଟର ସାଇକେଲ ଜବତ
    1
    #ନଶା_ମୁକ୍ତ_ଓଡିଶା_ପ୍ରଥମ_ଦିନ_ରେ_ସୁବର୍ଣ୍ଣପୁର
#ପୋଲିସ_କୁ_ବଡ଼_ସଫଳତା l     
#rishitv #drugfreeodisha #subarnapur #highlight
     ଏହି ଚଢ଼ାଉ ସମୟରେ ସର୍ବମୋଟ ୫୪୦. ୪୭କେଜି ଗଂଜେଇ, ୦୨ଟି ଚାରୀ ଚକିଆ ଓ ୧ଟି ମୋଟର ସାଇକେଲ ଜବତ
    user_Ranjan hota
    Ranjan hota
    Sonepur, Odisha•
    3 hrs ago
  • ଆଜି ୧୦.୩୦ ଘଟିକା ରେ ସୁବର୍ଣ୍ଣପୁର ଜିଲ୍ଲାରେ SIR-2026 ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା ଜିଲ୍ଲାପାଳ, ସୁବର୍ଣ୍ଣପୁର ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝି ଙ୍କ ସଭାପତିତ୍ଵରେ ପ୍ରକାଶ କରାଯାଇଛି । SIR-2026 ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶନ ତା. ତାରିଖ: ୨୧ ସେପ୍ଟେମ୍ବର ୨୦୨୬ ଆଜି ୧୦.୩୦ ଘଟିକା ରେ ସୁବର୍ଣ୍ଣପୁର ଜିଲ୍ଲାରେ SIR-2026 ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା ଜିଲ୍ଲାପାଳ, ସୁବର୍ଣ୍ଣପୁର ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝି ଙ୍କ ସଭାପତିତ୍ଵରେ ପ୍ରକାଶ କରାଯାଇଛି । ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନ ପ୍ରଧାନ, ଡେପୁଟି ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ କ୍ଲିଣ୍ଟନ ସାହୁ, ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀମତୀ ଯମୁନା ପ୍ରଧାନ, ସମସ୍ତ ରାଜନୈତିକ ଦଳର ପ୍ରତିନିଧି ଓ ସୁବର୍ଣ୍ଣପୁର ଜିଲ୍ଲାର ସାମ୍ବାଦିକ ମାନେ ଉପସ୍ଥିତ ଥିଲେ । ଜିଲ୍ଲାର ୬୪-ବୀରମହାରାଜପୁର ନିର୍ବାଚନମଣ୍ଡଳୀର ୩୦୭ଟି ବୁଥ୍‌ରେ ମହିଳା ୧,୧୦,୧୦୮ ଜଣ , ପୁରୁଷ ୧,୦୧,୦୬୯ ଜଣ ଓ ତୃତୀୟ ଲିଙ୍ଗୀ ୩ ଜଣ ମୋଟ ଭୋଟର ୨,୧୧,୧୮୦ ଜଣ ଅଛନ୍ତି ।୬୫-ସୋନପୁର ନିର୍ବାଚନମଣ୍ଡଳୀର ୩୫୫ଟି ବୁଥ୍‌ରେ ମହିଳା ୧,୨୯,୬୯୩ ଜଣ, ପୁରୁଷ ୧,୨୧,୫୦୯ ଜଣ ଓ ତୃତୀୟ ଲିଙ୍ଗୀ ୨ ଜଣ ମୋଟ ଭୋଟର ୨,୫୦,୨୦୪ ଜଣ ଅଛନ୍ତି । ସୁବର୍ଣ୍ଣପୁର ଜିଲ୍ଲାରେ ମୋଟ ୬୬୨ଟି ବୁଥ୍‌ରେ ମହିଳା ୨,୩୯,୮୦୧ ଜଣ , ପୁରୁଷ ୨,୨୨,୫୭୮ ଜଣ ଓ ତୃତୀୟ ଲିଙ୍ଗୀ ୫ ଜଣ ମୋଟ ଭୋଟର ୪,୬୨,୩୮୪ ଜଣ ଅଛନ୍ତି । ଏହି ପୁନଃ ନିରୀକ୍ଷଣ ପ୍ରକ୍ରିୟା ସମ୍ପାଦିତ ହୋଇଛି। ଏହି ପ୍ରକ୍ରିୟାରେ ପ୍ରାପ୍ତ ଦାବି ଓ ଆପତ୍ତିଗୁଡ଼ିକୁ ନିୟମାନୁସାରେ ଯାଞ୍ଚ କରି ଚୂଡ଼ାନ୍ତ ଭୋଟର ତାଲିକା ପ୍ରସ୍ତୁତ କରାଯାଇଛି। ଅପିଲ୍ ବ୍ୟବସ୍ଥା: ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ ଆଦେଶରେ କୌଣସି ବ୍ୟକ୍ତି ଅସନ୍ତୁଷ୍ଟ ହେଲେ, Representation of the People Act, 1950 ର ଧାରା 24 ଅନୁଯାୟୀ 15 ଦିନ ମଧ୍ୟରେ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ନିକଟରେ ପ୍ରଥମ ଅପିଲ୍ କରିପାରିବେ। ଜିଲ୍ଲା ମାଜିଷ୍ଟ୍ରେଟଙ୍କ ଆଦେଶରେ ଅସନ୍ତୁଷ୍ଟ ହେଲେ, 30 ଦିନ ମଧ୍ୟରେ Chief Electoral Officer ଙ୍କ ନିକଟରେ ଦ୍ୱିତୀୟ ଅପିଲ୍ କରିପାରିବେ। ଅପିଲ୍ ଦାଖଲ ହେବା ଦ୍ୱାରା ଚୂଡ଼ାନ୍ତ ଭୋଟର ତାଲିକାର ପ୍ରକାଶନ ସ୍ଥଗିତ ହେବ ନାହିଁ। ଏହି ସମଗ୍ର ପ୍ରକ୍ରିୟାରେ ସହଯୋଗ କରିଥିବା ସମସ୍ତ ରାଜନୈତିକ ଦଳ ଓ ସେମାନଙ୍କ ପ୍ରତିନିଧି, BLO, ସୁପରଭାଇଜର, ଅଧିକାରୀ, କର୍ମଚାରୀ ଏବଂ ସାଧାରଣ ଜନସାଧାରଣଙ୍କୁ ଜିଲ୍ଲାପାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ହାର୍ଦ୍ଦିକ ଧନ୍ୟବାଦ ଓ କୃତଜ୍ଞତା ଜଣାଇଲେ । ସ୍ୱଚ୍ଛ, ନିରପେକ୍ଷ ଓ ତ୍ରୁଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତ କରିବା ଆମର ମୁଖ୍ୟ ଲକ୍ଷ୍ୟ। ଏହି କାର୍ଯ୍ୟରେ ସମସ୍ତଙ୍କ ସହଯୋଗ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ଆଶା କରୁଛୁ।
    1
    ଆଜି ୧୦.୩୦ ଘଟିକା ରେ ସୁବର୍ଣ୍ଣପୁର ଜିଲ୍ଲାରେ SIR-2026 ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା ଜିଲ୍ଲାପାଳ, ସୁବର୍ଣ୍ଣପୁର ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝି ଙ୍କ ସଭାପତିତ୍ଵରେ ପ୍ରକାଶ କରାଯାଇଛି । 
SIR-2026 ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶନ 
ତା. ତାରିଖ: ୨୧ ସେପ୍ଟେମ୍ବର ୨୦୨୬
ଆଜି ୧୦.୩୦ ଘଟିକା ରେ ସୁବର୍ଣ୍ଣପୁର ଜିଲ୍ଲାରେ SIR-2026 ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା ଜିଲ୍ଲାପାଳ, ସୁବର୍ଣ୍ଣପୁର ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝି ଙ୍କ ସଭାପତିତ୍ଵରେ ପ୍ରକାଶ କରାଯାଇଛି । ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନ ପ୍ରଧାନ, ଡେପୁଟି  ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ କ୍ଲିଣ୍ଟନ ସାହୁ, ଭାରପ୍ରାପ୍ତ  ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀମତୀ ଯମୁନା ପ୍ରଧାନ, ସମସ୍ତ ରାଜନୈତିକ ଦଳର ପ୍ରତିନିଧି ଓ ସୁବର୍ଣ୍ଣପୁର ଜିଲ୍ଲାର ସାମ୍ବାଦିକ ମାନେ ଉପସ୍ଥିତ ଥିଲେ ।  
ଜିଲ୍ଲାର ୬୪-ବୀରମହାରାଜପୁର ନିର୍ବାଚନମଣ୍ଡଳୀର ୩୦୭ଟି ବୁଥ୍‌ରେ ମହିଳା ୧,୧୦,୧୦୮ ଜଣ , ପୁରୁଷ ୧,୦୧,୦୬୯ ଜଣ  ଓ ତୃତୀୟ ଲିଙ୍ଗୀ ୩ ଜଣ ମୋଟ ଭୋଟର  ୨,୧୧,୧୮୦ ଜଣ ଅଛନ୍ତି ।୬୫-ସୋନପୁର ନିର୍ବାଚନମଣ୍ଡଳୀର ୩୫୫ଟି ବୁଥ୍‌ରେ ମହିଳା ୧,୨୯,୬୯୩ ଜଣ, ପୁରୁଷ ୧,୨୧,୫୦୯ ଜଣ ଓ ତୃତୀୟ ଲିଙ୍ଗୀ ୨ ଜଣ ମୋଟ ଭୋଟର  ୨,୫୦,୨୦୪ ଜଣ ଅଛନ୍ତି । 
ସୁବର୍ଣ୍ଣପୁର ଜିଲ୍ଲାରେ  ମୋଟ ୬୬୨ଟି ବୁଥ୍‌ରେ ମହିଳା ୨,୩୯,୮୦୧ ଜଣ , ପୁରୁଷ ୨,୨୨,୫୭୮  ଜଣ  ଓ ତୃତୀୟ ଲିଙ୍ଗୀ ୫ ଜଣ ମୋଟ ଭୋଟର  ୪,୬୨,୩୮୪  ଜଣ ଅଛନ୍ତି । ଏହି ପୁନଃ ନିରୀକ୍ଷଣ ପ୍ରକ୍ରିୟା ସମ୍ପାଦିତ ହୋଇଛି। ଏହି ପ୍ରକ୍ରିୟାରେ ପ୍ରାପ୍ତ ଦାବି ଓ ଆପତ୍ତିଗୁଡ଼ିକୁ ନିୟମାନୁସାରେ ଯାଞ୍ଚ କରି ଚୂଡ଼ାନ୍ତ ଭୋଟର ତାଲିକା ପ୍ରସ୍ତୁତ କରାଯାଇଛି।
ଅପିଲ୍ ବ୍ୟବସ୍ଥା: ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ ଆଦେଶରେ କୌଣସି ବ୍ୟକ୍ତି ଅସନ୍ତୁଷ୍ଟ ହେଲେ, Representation of the People Act, 1950 ର ଧାରା 24 ଅନୁଯାୟୀ 15 ଦିନ ମଧ୍ୟରେ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ନିକଟରେ ପ୍ରଥମ ଅପିଲ୍ କରିପାରିବେ। ଜିଲ୍ଲା ମାଜିଷ୍ଟ୍ରେଟଙ୍କ ଆଦେଶରେ ଅସନ୍ତୁଷ୍ଟ ହେଲେ, 30 ଦିନ ମଧ୍ୟରେ Chief Electoral Officer ଙ୍କ ନିକଟରେ ଦ୍ୱିତୀୟ ଅପିଲ୍ କରିପାରିବେ। ଅପିଲ୍ ଦାଖଲ ହେବା ଦ୍ୱାରା ଚୂଡ଼ାନ୍ତ ଭୋଟର ତାଲିକାର ପ୍ରକାଶନ ସ୍ଥଗିତ ହେବ ନାହିଁ।
ଏହି ସମଗ୍ର ପ୍ରକ୍ରିୟାରେ ସହଯୋଗ କରିଥିବା ସମସ୍ତ ରାଜନୈତିକ ଦଳ ଓ ସେମାନଙ୍କ ପ୍ରତିନିଧି, BLO, ସୁପରଭାଇଜର, ଅଧିକାରୀ, କର୍ମଚାରୀ ଏବଂ ସାଧାରଣ ଜନସାଧାରଣଙ୍କୁ ଜିଲ୍ଲାପାଳ  ଜିଲ୍ଲା ପ୍ରଶାସନ ପକ୍ଷରୁ ହାର୍ଦ୍ଦିକ ଧନ୍ୟବାଦ ଓ କୃତଜ୍ଞତା ଜଣାଇଲେ । ସ୍ୱଚ୍ଛ, ନିରପେକ୍ଷ ଓ ତ୍ରୁଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତ କରିବା ଆମର ମୁଖ୍ୟ ଲକ୍ଷ୍ୟ। ଏହି କାର୍ଯ୍ୟରେ ସମସ୍ତଙ୍କ ସହଯୋଗ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ଆଶା କରୁଛୁ।
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    20 hrs ago
  • ସୁବର୍ଣ୍ଣପୁରରୁ ଆସନ୍ତା କାଲି ପୁରୀ ରୁ ଭୁବନେଶ୍ୱର ପଦଯାତ୍ରାରେ ଯିବେ ବେସରକାରୀ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ଆସନ୍ତା କାଲି ପୁରୀ ରୁ ଭୁବନେଶ୍ୱର ପଦଯାତ୍ରାରେ ଯିବେ ବେସରକାରୀ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ । ଏହି ପଦଯାତ୍ରାରେ ସୁବର୍ଣ୍ଣପୁର ଜିଲାର ସମସ୍ତ 2008 ରୁ 2018 ପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଅଧ୍ୟାପକ ଅଧ୍ୟାପିକା ମାନେ ମଧ୍ୟ ସାମିଲ ହେବେ ବୋଲି ସୂଚନା ଦେଇଛନ୍ତି l 2008 ରୁ 2018 ପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଅଧ୍ୟାପକ ଙ୍କୁ ସରକାରୀ ଅନୁଦାନ ଯୋଗାଇ ଦେବାକୁ ଦାବି କରିଛି ସଂଘ। ବିଭିନ୍ନ ସମୟରେ ଦାବି କରି ଆସୁଥିବା ଏହି ସଂଘ ଆସନ୍ତାକାଲି ବିଧାନ ସଭା ଚାଲିବାକୁ ଥିବାବେଳେ ସେମାନେ ପଦଯାତ୍ରା କରି ସରକାରଙ୍କ ପାଖରେ ଦାବି ଉପସ୍ଥାପନ କରିବାକୁ ଯିବେ । ତଥାପି ସରକାର୍ ଯଦି ନଶୁଣନ୍ତି ତାହେଲେ ଆନ୍ଦୋଳନ ଜାରି ରଖିବାକୁ ଚେତାବନି ଦେଇଛନ୍ତି ।
    2
    ସୁବର୍ଣ୍ଣପୁରରୁ ଆସନ୍ତା କାଲି ପୁରୀ ରୁ ଭୁବନେଶ୍ୱର ପଦଯାତ୍ରାରେ ଯିବେ ବେସରକାରୀ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ
ଆସନ୍ତା କାଲି ପୁରୀ ରୁ ଭୁବନେଶ୍ୱର ପଦଯାତ୍ରାରେ ଯିବେ ବେସରକାରୀ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ । ଏହି ପଦଯାତ୍ରାରେ ସୁବର୍ଣ୍ଣପୁର ଜିଲାର ସମସ୍ତ 2008 ରୁ 2018 ପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଅଧ୍ୟାପକ ଅଧ୍ୟାପିକା ମାନେ ମଧ୍ୟ ସାମିଲ ହେବେ ବୋଲି ସୂଚନା ଦେଇଛନ୍ତି l 2008 ରୁ 2018 ପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଅଧ୍ୟାପକ ଙ୍କୁ ସରକାରୀ ଅନୁଦାନ ଯୋଗାଇ ଦେବାକୁ ଦାବି କରିଛି ସଂଘ। ବିଭିନ୍ନ ସମୟରେ ଦାବି କରି ଆସୁଥିବା ଏହି ସଂଘ ଆସନ୍ତାକାଲି ବିଧାନ ସଭା ଚାଲିବାକୁ ଥିବାବେଳେ ସେମାନେ ପଦଯାତ୍ରା କରି ସରକାରଙ୍କ ପାଖରେ ଦାବି ଉପସ୍ଥାପନ କରିବାକୁ ଯିବେ । ତଥାପି ସରକାର୍ ଯଦି ନଶୁଣନ୍ତି ତାହେଲେ ଆନ୍ଦୋଳନ ଜାରି ରଖିବାକୁ ଚେତାବନି ଦେଇଛନ୍ତି ।
    user_BINKA KHABAR
    BINKA KHABAR
    ବିନିକା, ସୋନପୁର, ଓଡ଼ିଶା•
    17 hrs ago
  • ବିଶ୍ୱକର୍ମା ପୂଜା ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସାଗଜୁରୀ ଠାରେ ଗୀତିନାଟ୍ୟ ସିତା ଚୋରି ଅଭିନିତ
    2
    ବିଶ୍ୱକର୍ମା ପୂଜା ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସାଗଜୁରୀ ଠାରେ ଗୀତିନାଟ୍ୟ ସିତା ଚୋରି ଅଭିନିତ
    user_Shree News
    Shree News
    ବୀରମହାରାଜପୁର, ସୋନପୁର, ଓଡ଼ିଶା•
    18 hrs ago
  • ପେଟ୍ରୋଲିଙ୍ଗ ଡିୟୁଟି ଯାଇଥିବା ବେଳେ ବଜ୍ରପାତରେ ଏକ୍ସ ସାଇଜ ଅଫିସର ଙ୍କ ଅକାଳ ବିଯୋଗ l ପେଟ୍ରୋଲିଙ୍ଗ ଡିୟୁଟି ଯାଇଥିବା ବେଳେ ବଜ୍ରପାତରେ ଏକ୍ସ ସାଇଜ ଅଫିସର ଙ୍କ ଅକାଳ ବିଯୋଗ l ବୌଦ୍ଧ:ପେଟ୍ରୋଲିଙ୍ଗ୍ ବେଳେ ବଜ୍ରାଘାତ ନେଇଗଲା ଜୀବନ। ବୌଦ୍ଧ ଜିଲ୍ଲା କଣ୍ଟାମାଳ ଅବକାରୀ ଉପ-ନିରୀକ୍ଷକ (Sub-Inspector) ପୁରୁଷୋତ୍ତମ ବେବର୍ତ୍ତାଙ୍କ ଅସମୟ ରେ ମୃତ୍ୟୁଘଟିଛି । ସୂଚନା ଅନୁଯାୟୀ ରବିବାର ସନ୍ଧ୍ୟାରେ ନିଜ ଷ୍ଟାଫଙ୍କ ସହ ଘଣ୍ଟାପଡା ଥାନା ଅନ୍ତର୍ଗତ ଗୁଚ୍ଛାଗୋରା ଅଞ୍ଚଳରେ ପେଟ୍ରୋଲିଙ୍ଗ ଯାଇଥିବା ବେଳେ ସେ ହଠାତ୍ ବଜ୍ରାଘାତର ଶିକାର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ତୁରନ୍ତ କଣ୍ଟାମାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ​କର୍ତ୍ତବ୍ୟରତ ଅବସ୍ଥାରେ ଏପରି ଜଣେ ନିଷ୍ଠାପର କର୍ମଚାରୀଙ୍କ ଅଚାନକ ନିପାତ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ତାଙ୍କ ମୃତ୍ୟୁରେ ଅବକାରୀ ବିଭାଗ ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଆଜି ତାଙ୍କ ଶବ ବ୍ୟବଛେଦ ପରେ ବୌଦ୍ଧ ଜିଲ୍ଲାର ଅବକାରୀ ବିଭାଗ ପକ୍ଷରୁ ତାଙ୍କ ମରଶରୀରକୁ ରାଷ୍ଟ୍ରିୟ ମର୍ଯ୍ୟଦା ସହ ତାଙ୍କ ନିଜ ଗ୍ରାମ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ସାନିକେଟା ଗ୍ରାମକୁ ନିଆଯାଇଛି। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସହ୍ୟ ଦୁଃଖ ସହିବାକୁ ଭଗବାନ ଧୈର୍ଯ୍ୟ ଦିଅନ୍ତୁ। ​
    1
    ପେଟ୍ରୋଲିଙ୍ଗ ଡିୟୁଟି ଯାଇଥିବା ବେଳେ ବଜ୍ରପାତରେ ଏକ୍ସ ସାଇଜ ଅଫିସର  ଙ୍କ ଅକାଳ ବିଯୋଗ l
ପେଟ୍ରୋଲିଙ୍ଗ ଡିୟୁଟି ଯାଇଥିବା ବେଳେ ବଜ୍ରପାତରେ ଏକ୍ସ ସାଇଜ ଅଫିସର  ଙ୍କ ଅକାଳ ବିଯୋଗ l 
ବୌଦ୍ଧ:ପେଟ୍ରୋଲିଙ୍ଗ୍ ବେଳେ ବଜ୍ରାଘାତ ନେଇଗଲା ଜୀବନ। ବୌଦ୍ଧ ଜିଲ୍ଲା କଣ୍ଟାମାଳ  ଅବକାରୀ ଉପ-ନିରୀକ୍ଷକ (Sub-Inspector) ପୁରୁଷୋତ୍ତମ ବେବର୍ତ୍ତାଙ୍କ ଅସମୟ ରେ ମୃତ୍ୟୁଘଟିଛି । ସୂଚନା ଅନୁଯାୟୀ ରବିବାର ସନ୍ଧ୍ୟାରେ ନିଜ ଷ୍ଟାଫଙ୍କ ସହ ଘଣ୍ଟାପଡା ଥାନା ଅନ୍ତର୍ଗତ ଗୁଚ୍ଛାଗୋରା ଅଞ୍ଚଳରେ  ପେଟ୍ରୋଲିଙ୍ଗ ଯାଇଥିବା ବେଳେ ସେ ହଠାତ୍ ବଜ୍ରାଘାତର ଶିକାର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ତୁରନ୍ତ କଣ୍ଟାମାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ​କର୍ତ୍ତବ୍ୟରତ ଅବସ୍ଥାରେ ଏପରି ଜଣେ ନିଷ୍ଠାପର କର୍ମଚାରୀଙ୍କ ଅଚାନକ ନିପାତ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ତାଙ୍କ ମୃତ୍ୟୁରେ ଅବକାରୀ ବିଭାଗ ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଆଜି ତାଙ୍କ ଶବ ବ୍ୟବଛେଦ ପରେ ବୌଦ୍ଧ ଜିଲ୍ଲାର ଅବକାରୀ ବିଭାଗ ପକ୍ଷରୁ ତାଙ୍କ ମରଶରୀରକୁ ରାଷ୍ଟ୍ରିୟ ମର୍ଯ୍ୟଦା ସହ ତାଙ୍କ ନିଜ ଗ୍ରାମ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ସାନିକେଟା ଗ୍ରାମକୁ ନିଆଯାଇଛି। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସହ୍ୟ ଦୁଃଖ ସହିବାକୁ ଭଗବାନ ଧୈର୍ଯ୍ୟ ଦିଅନ୍ତୁ। 
​
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    15 hrs ago
  • ସୁବର୍ଣ୍ଣପୁର ଓଡ଼ିଶାରେ ପ୍ରଥମ - ଚଳିତ ୨୦୨୬ ମସିହା ଆଜି ଯାଏଁ ମୋଟ ୧୨୬ ଏନଡିପିଏସ କେସ
    1
    ସୁବର୍ଣ୍ଣପୁର ଓଡ଼ିଶାରେ ପ୍ରଥମ
- ଚଳିତ ୨୦୨୬ ମସିହା ଆଜି ଯାଏଁ ମୋଟ ୧୨୬ ଏନଡିପିଏସ କେସ
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    13 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.