ବୋଡେନ ବ୍ଲକର ବନ୍ୟାପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ଜିଲ୍ଲାପାଳ କ୍ଷୟକ୍ଷତି ସର୍ଭେ, ରାସ୍ତା ମରାମତି ଓ ଜନସମସ୍ୟାର ତ୍ୱରିତ ସମାଧାନ ପାଇଁ ନିର୍ଦ୍ଦେଶ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶ ଆଜି ବୋଡେନ ବ୍ଲକର ବର୍ଷା ଓ ବନ୍ୟାପ୍ରଭାବିତ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ସ୍ଥିତିର ସମୀକ୍ଷା କରିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଆବଶ୍ୟକୀୟ ପଦକ୍ଷେପ ତୁରନ୍ତ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରିଦର୍ଶନ ଅବସରରେ ଜିଲ୍ଲାପାଳ କର୍ଲାକୋଟସ୍ଥିତ ସମଲେଶ୍ୱରୀ ଉଚ୍ଚ ବିଦ୍ୟାଳୟକୁ ଯାଇଥିଲେ। ସେଠାରେ ନିର୍ଦ୍ଧାରିତ ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ କରାଯାଇଥିବା ଜଣାପଡ଼ିବା ପରେ ସେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ପ୍ରଧାନଶିକ୍ଷକଙ୍କ ସମେତ ସମ୍ପୃକ୍ତ ଶିକ୍ଷକମାନଙ୍କ ବିରୋଧରେ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ନିୟମାନୁସାରେ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଥିଲେ। ଏହାପରେ ସେ କର୍ଲାକୋଟ ରାଜସ୍ୱ ନିରୀକ୍ଷକ କାର୍ଯ୍ୟାଳୟ ପରିଦର୍ଶନ କରି ବର୍ଷାଜନିତ ଘରଭଙ୍ଗା ଓ ଫସଲ କ୍ଷୟକ୍ଷତି ସର୍ଭେକୁ ତିନି ଦିନ ମଧ୍ୟରେ ସମ୍ପୂର୍ଣ୍ଣ କରି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତହସିଲଦାର ଓ ଉପଜିଲ୍ଲାପାଳଙ୍କୁ ଏହି କାର୍ଯ୍ୟର ତଦାରଖ କରିବାକୁ କହିଥିଲେ। ସ୍ଥାନୀୟ ଲୋକଙ୍କ ଦାବିକୁ ଦୃଷ୍ଟିରେ ରଖି ସରଗିମୁଣ୍ଡାରୁ ଆମେରା ରାସ୍ତାର ମରାମତି କାର୍ଯ୍ୟକୁ ୧୫ ଦିନ ମଧ୍ୟରେ ସମ୍ପନ୍ନ କରିବାକୁ ବୋଡେନ ବିଡିଓଙ୍କୁ ନିର୍ଦ୍ଦେଶ ସିଡିଓ-କମ୍-ଇଓ, ଜିଲ୍ଲା ପରିଷଦଙ୍କୁ ଏହାର ତଦାରଖ କରିବାକୁ କୁହାଯାଇଛି। ଜିଲ୍ଲାପାଳ ଦରଗାଁ ଗ୍ରାମପଞ୍ଚାୟତର କୋଦାମୁଣ୍ଡାପଡ଼ା ବନ୍ୟାପ୍ରଭାବିତ ଗ୍ରାମ ମଧ୍ୟ ପରିଦର୍ଶନ କରିଥିଲେ। ସେଠାରେ ଅସ୍ଥାୟୀ ଆଶ୍ରୟସ୍ଥଳରେ ରହୁଥିବା ସ୍ଥାନାନ୍ତରିତ ପରିବାରମାନଙ୍କ ପାଇଁ ଚାଲିଥିବା ମାଗଣା ରନ୍ଧନଶାଳା ଓ ଖାଦ୍ୟ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା କରିଥିଲେ। ଏହାସହ କ୍ଷତିଗ୍ରସ୍ତ ରାସ୍ତାର ତୁରନ୍ତ ମରାମତି ଓ କ୍ଷୟକ୍ଷତି ସର୍ଭେ ଶୀଘ୍ର ସମାପ୍ତ କରିବାକୁ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗ୍ରାମବାସୀଙ୍କ ଦାବି ଅନୁଯାୟୀ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଜଳାଶୟରୁ ବର୍ଷା ସମୟରେ ଆସୁଥିବା ପାଣିର ପ୍ରବାହ ନିୟନ୍ତ୍ରଣ ପାଇଁ ସୁରକ୍ଷା ପ୍ରାଚୀର ନିର୍ମାଣ ଏବଂ ସତୀଘାଟ ନିକଟରେ ସେତୁ ନିର୍ମାଣ ପ୍ରସଙ୍ଗରେ ଜିଲ୍ଲାପାଳ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କୁ ସ୍ଥଳ ପରିଦର୍ଶନ କରି ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳଙ୍କ ଏହି ପରିଦର୍ଶନ ସମୟରେ ବୋଡେନ ବିଡିଓ ଚିନ୍ମୟ ସାଗର, ତହସିଲଦାର ସରିତା ଗୁପ୍ତା, ସ୍ଥାନୀୟ ଜନପ୍ରତିନିଧି ଏବଂ ସମ୍ପୃକ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ ଫାଷ୍ଟ ନିୟୁଜ ଓଡିଶା

- JPSC/JSSC भर्ती घोटाले के विरोध में भाजयुमो का आक्रोश मार्च, राज्यपाल के नाम सौंपा ज्ञापन चाईबासा: भारतीय जनता युवा मोर्चा (भाजयुमो), पश्चिमी सिंहभूम के नेतृत्व में शनिवार को झारखंड में JPSC, JSSC, उत्पाद सिपाही सहित विभिन्न भर्ती परीक्षाओं में कथित अनियमितताओं, पेपर लीक और भर्ती घोटालों के विरोध में जिला मुख्यालय चाईबासा में आक्रोश मार्च निकाला गया। मार्च की शुरुआत गीता पेट्रोल पंप, कॉलेज मोड़ से हुई, जहां से कार्यकर्ता और छात्र समर्थक नारेबाजी करते हुए उपायुक्त कार्यालय पहुंचे। इसके बाद राज्यपाल के नाम उपायुक्त के माध्यम से ज्ञापन सौंपा गया।1
- TMH के डायबिटीज केयर सेंटर में 1 अगस्त से Obesity Clinic की शुरुआत, मोटापा और डायबिटीज मरीजों को मिलेगी बेहतर इलाज की सुविधा जमशेदपुर से स्वास्थ्य क्षेत्र की बड़ी खबर। Tata Main Hospital (TMH) के डायबिटीज केयर सेंटर में 1 अगस्त से Obesity Clinic की शुरुआत की जा रही है। इस नई सुविधा के माध्यम से मोटापा और डायबिटीज से जूझ रहे मरीजों को विशेषज्ञ डॉक्टरों की सलाह, जांच और उपचार एक ही स्थान पर उपलब्ध होगा। अस्पताल का उद्देश्य बढ़ते मोटापे और उससे जुड़ी बीमारियों पर प्रभावी नियंत्रण के लिए बेहतर स्वास्थ्य सेवाएं उपलब्ध कराना है। ऐसी ही Jamshedpur Breaking News, Jharkhand News, Health News और TMH की हर बड़ी अपडेट सबसे पहले देखने के लिए Steel City Breaking News चैनल को Subscribe करें, वीडियो को Like करें और अपने दोस्तों के साथ Share करें। #Jamshedpur #TMH #ObesityClinic #Diabetes #HealthNews #JharkhandNews #BreakingNews #SteelCityBreakingNews #Shorts #YouTubeShorts1
- रवि गुप्ता की रिपोर्ट शुरू ऐप न्यूज़ चैनल जेपीएससी सहित विभिन्न भर्ती परीक्षाओं में अनियमितताओं के विरोध में भाजपा का प्रदर्शन, उपायुक्त को सौंपा ज्ञापन सरायकेला-खरसावां में भारतीय जनता पार्टी द्वारा जेपीएससी सहित विभिन्न भर्ती परीक्षाओं में कथित अनियमितताओं के विरोध में शनिवार को उपायुक्त कार्यालय के समक्ष जोरदार प्रदर्शन किया गया। प्रदर्शन के दौरान भाजपा नेताओं एवं कार्यकर्ताओं ने राज्य सरकार के खिलाफ नारेबाजी करते हुए भर्ती प्रक्रियाओं में पारदर्शिता सुनिश्चित करने तथा युवाओं के साथ न्याय करने की मांग उठाई। प्रदर्शन के उपरांत भाजपा प्रतिनिधिमंडल ने उपायुक्त के माध्यम से राज्यपाल के नाम एक ज्ञापन सौंपा। ज्ञापन में जेपीएससी सहित विभिन्न भर्ती परीक्षाओं की निष्पक्ष जांच कराने, दोषियों के विरुद्ध कड़ी कार्रवाई करने तथा योग्य अभ्यर्थियों के हितों की रक्षा सुनिश्चित करने की मांग की गई। इस अवसर पर भाजपा नगर कमेटी, पंचायत कमेटी, प्रखंड कमेटी एवं जिला कमेटी के पदाधिकारी और बड़ी संख्या में कार्यकर्ता उपस्थित रहे। सभी ने एक स्वर में कहा कि युवाओं के भविष्य के साथ किसी भी प्रकार का खिलवाड़ बर्दाश्त नहीं किया जाएगा और यदि मांगों पर उचित कार्रवाई नहीं हुई तो पार्टी आगे भी लोकतांत्रिक तरीके से आंदोलन जारी रखेगी। कार्यक्रम के दौरान भाजपा के कार्यकर्ताओं ने सरकार से भर्ती प्रक्रियाओं को पूरी तरह पारदर्शी एवं निष्पक्ष बनाने की मांग करते हुए युवाओं को समयबद्ध न्याय दिलाने की अपील की। रवि गुप्ता शुरू ऐप न्यूज़ चैनल4
- 👁️ तीसरी आँख सत्ता की असली ताकत तालियाँ नहीं… आलोचना सुनने की क्षमता होती है। यह 11 मिनट का वीडियो किसी नेता का भाषण नहीं, एक नागरिक की दिल की बात है। अपने प्रधानमंत्री से कुछ सीधे सवाल हैं। बिना सुने फैसला मत कीजिए। पूरा देखिए। फिर तय कीजिए— आईना टेढ़ा है… या चेहरा।1
- आभार कार्यक्रम, मंत्री दीपक बिरुवा और जिला के विधायक हुए शामिल। लाभुकों को 226 करोड़ की परिसम्पत्तियों का किया गया वितरण। चाईबासा के कोल्हान विश्वविद्यालय सभागार में आज जिला प्रशासन द्वारा जिला स्तरीय आभार कार्यक्रम आयोजित किया गया। कार्यक्रम में अतिथि के रूप में झारखंड सरकार भू-राजस्व और परिवहन मंत्री दीपक बिरुवा के साथ जिला के सभी विधायक शामिल हुए। मौके पर सरकार के विभिन्न योजनाओं के लाभुकों को 226 करोड़ की परिसम्पत्तियों का वितरण किया गया। जिसमें मईया सम्मान योजना और पेंशन योजनाओं का डीबीटी के माध्यम से ऑनलाईन ट्रांसफर, आवास योजना, छात्रवृत्ति समेत अन्य योजनाएं शामिल हैं। कार्यक्रम में परिसर में लगाए गए कई स्टॉलों का मंत्री और विधायकों ने निरीक्षण किया। Byte - दीपक बिरुवा, भू-राजस्व और परिवहन मंत्री, झारखंड सरकार1
- प्रधान का इस्तीफा के बदला सरकार बच्चों को उठाकर ले रही घर से! ताना शाही का हद हो है ! #travel #trendingreels #trendingnow प्रधान का इस्तीफा के बदला सरकार बच्चों को उठाकर ले रही घर से! ताना शाही का हद हो है !1