logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ତୁଳସୀ କ୍ଷେତ୍ରରେ ଭକ୍ତ ସୁଦାମା, ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ନିଆରା ଆୟୋଜନ।। ତୁଳସୀ କ୍ଷେତ୍ରରେ ଭକ୍ତ ସୁଦାମା, ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ନିଆରା ଆୟୋଜନ।। କେନ୍ଦ୍ରାପଡ଼ାକୁ ଆଜି ଆସିଥିଲେ ଭକ୍ତ ସୁଦାମା। ସୁଦାମାଙ୍କୁ ଦେଖିବାକୁ ବେଶ୍ ଗହଳି ଓ ଆଗ୍ରହ ଦେଖିବାକୁ ମିଳିଥିଲା। ସୂଚନା ମୁତାବକ ସୁଦାମା ବେଶରେ ଆସିଥିବା ବ୍ୟକ୍ତି ହେଉଛନ୍ତି ବ୍ରହ୍ମପୁର ଜିଲ୍ଲାର ପ୍ରଫୁଲ୍ଲ ଗୌଡ଼ । ସେ ପ୍ରତିବର୍ଷ ରଥଯାତ୍ରା ସମୟରେ ପଦଯାତ୍ରା କରି କରି ହାତରେ ଖୁଦଭଜା ଧରି ଶ୍ରୀକ୍ଷେତ୍ର ପୁରୀ ଅଭିମୁଖେ ଯାତ୍ରା କରନ୍ତି। ତାଙ୍କର ବେଶ ପୁରା ସୁଦାମାଙ୍କ ଭଳି ଦେଖାଯାଉଥିବାରୁ ତାଙ୍କୁ ସୁଦାମା ବୋଲି ସମସ୍ତେ ସମ୍ବୋଧନ କରୁଛନ୍ତି। ଏହି ଅବସରରେ କେନ୍ଦ୍ରାପଡ଼ା ଜିଲ୍ଲାର ଅଗ୍ରଣୀ ସାମାଜିକ ସଙ୍ଗଠନ ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ସଂସ୍କୃତି ଓ ପରମ୍ପରାର ସନ୍ଦେଶକୁ ପାଥେୟ କରି ସୁଦାମାଙ୍କୁ ତୁଳସୀ କ୍ଷେତ୍ର ଆସିବା ପାଇଁ ନିମନ୍ତ୍ରଣ କରିଥିଲେ। ବଳଦେବଜୀଉ ମହାପ୍ରଭୁଙ୍କ ଜନ୍ମଦିନ ଉପଲକ୍ଷେ ସୁଦାମା କେନ୍ଦ୍ରାପଡ଼ାକୁ ଆସିଥିଲେ। ଏହି ଅବସରରେ ସାନ୍ତସାହି ପଞ୍ଚମୁଖୀ ହନୁମାନ ମନ୍ଦିର ରୁ ବଳଦେବଜୀଉ ମନ୍ଦିର ପର୍ଯ୍ୟନ୍ତ ଏକ ପଦଯାତ୍ରା ସଙ୍କିର୍ତ୍ତନ ମଣ୍ଡଳୀ ଓ ଶ୍ରଦ୍ଧାଳୁମାନଙ୍କ ଦ୍ଵାରା ଅନୁଷ୍ଠିତ ହୋଇଥିଲା। ଏଥିରେ ସୁଦାମା ପଥପ୍ରାନ୍ତ କରି ପ୍ରଭୁଙ୍କ ନାମକୁ ସ୍ମରଣ କରି କରି ବଳଦେବଜୀଉ ଙ୍କ ଦର୍ଶନ କରିଥିଲେ। ଏହି ଅବସରରେ ଯାଇଥିବା ପାଟଲୁଗାକୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ନିକଟରେ ଲାଗି କରାଯାଇଥିଲା। ରାସ୍ତାରେ ସୁଦାମାଙ୍କୁ ଦେଖିବାକୁ ପ୍ରବଳ ଜନସମାଗମ ଦେଖିବାକୁ ମିଳିଥିଲା।ଏହି ସମୟରେ ଭକ୍ତି ଓ ଭକ୍ତ ର ଅପୂର୍ବ ସମାନତା ଦେଖିବାକୁ ମିଳିଥିଲା l ବୟସ୍କ ମା ମାନଙ୍କର ଭକ୍ତ ସୁଦାମା ଙ୍କୁ ବନ୍ଦାପନା କିଛି ନିଆରା ପରିବେଶ ସୃଷ୍ଟି କରିଥିଲା l ଗୁରୁଜନ ଙ୍କ ଭାବ ଭକ୍ତି ର ପ୍ରଣାମ ସମାଜ କୁ ସେଇ ପୁରୁଣା ଦିନ ମନେପକାଇ ଦେଉଥିଲା l ଆଜି ର ଏହି ଭକ୍ତିମୟ କାର୍ଯ୍ୟକ୍ରମ ରେ ସାମିଲ ଥିଲେ ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ର ସଭାପତି ଦମନ ମହାନ୍ତି, ଟ୍ରଷ୍ଟ ର ଯଶୋଦା ମା ମୋହିନୀ ମା, ଟ୍ରଷ୍ଟ ର ପରାମର୍ଶଦାତା ନିମାଇଁ ଚରଣ କର, ଟ୍ରଷ୍ଟ ମୁଖପାତ୍ର ପ୍ରମୋଦ ନାୟକ, ଟ୍ରଷ୍ଟ ର ସଂସ୍କୃତି ବିଭାଗୀୟ ଅଧିକାରୀ ସଂଜୀବ ତରାଇ, ମନୋଜ ରାଉତ, କାଳନ୍ଦୀ ମଲ୍ଲିକ, ପଦାରବିନ୍ଦ ଦାସ, ଗଙ୍ଗାଧର ସାମଲ,ଚଗଲା ବିଶ୍ୱାଳ, ସୁନୀଲ ଦାସ, ସାମଜିକ କର୍ମୀ ଅକ୍ଷୟ ପାଣି, ସାମ୍ବାଦିକ ପ୍ରଭାତ ରଞ୍ଜନ ଜେନା l

39 min ago
user_Santosh Nayak PRESS
Santosh Nayak PRESS
Local News Reporter Balangir, Odisha•
39 min ago

ତୁଳସୀ କ୍ଷେତ୍ରରେ ଭକ୍ତ ସୁଦାମା, ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ନିଆରା ଆୟୋଜନ।। ତୁଳସୀ କ୍ଷେତ୍ରରେ ଭକ୍ତ ସୁଦାମା, ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ନିଆରା ଆୟୋଜନ।। କେନ୍ଦ୍ରାପଡ଼ାକୁ ଆଜି ଆସିଥିଲେ ଭକ୍ତ ସୁଦାମା। ସୁଦାମାଙ୍କୁ ଦେଖିବାକୁ ବେଶ୍ ଗହଳି ଓ ଆଗ୍ରହ ଦେଖିବାକୁ ମିଳିଥିଲା। ସୂଚନା ମୁତାବକ ସୁଦାମା ବେଶରେ ଆସିଥିବା ବ୍ୟକ୍ତି ହେଉଛନ୍ତି ବ୍ରହ୍ମପୁର ଜିଲ୍ଲାର ପ୍ରଫୁଲ୍ଲ ଗୌଡ଼ । ସେ ପ୍ରତିବର୍ଷ ରଥଯାତ୍ରା ସମୟରେ ପଦଯାତ୍ରା କରି କରି ହାତରେ ଖୁଦଭଜା ଧରି ଶ୍ରୀକ୍ଷେତ୍ର ପୁରୀ ଅଭିମୁଖେ ଯାତ୍ରା କରନ୍ତି। ତାଙ୍କର ବେଶ

ପୁରା ସୁଦାମାଙ୍କ ଭଳି ଦେଖାଯାଉଥିବାରୁ ତାଙ୍କୁ ସୁଦାମା ବୋଲି ସମସ୍ତେ ସମ୍ବୋଧନ କରୁଛନ୍ତି। ଏହି ଅବସରରେ କେନ୍ଦ୍ରାପଡ଼ା ଜିଲ୍ଲାର ଅଗ୍ରଣୀ ସାମାଜିକ ସଙ୍ଗଠନ ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ସଂସ୍କୃତି ଓ ପରମ୍ପରାର ସନ୍ଦେଶକୁ ପାଥେୟ କରି ସୁଦାମାଙ୍କୁ ତୁଳସୀ କ୍ଷେତ୍ର ଆସିବା ପାଇଁ ନିମନ୍ତ୍ରଣ କରିଥିଲେ। ବଳଦେବଜୀଉ ମହାପ୍ରଭୁଙ୍କ ଜନ୍ମଦିନ ଉପଲକ୍ଷେ ସୁଦାମା କେନ୍ଦ୍ରାପଡ଼ାକୁ ଆସିଥିଲେ। ଏହି ଅବସରରେ ସାନ୍ତସାହି ପଞ୍ଚମୁଖୀ ହନୁମାନ ମନ୍ଦିର ରୁ ବଳଦେବଜୀଉ ମନ୍ଦିର ପର୍ଯ୍ୟନ୍ତ ଏକ ପଦଯାତ୍ରା ସଙ୍କିର୍ତ୍ତନ ମଣ୍ଡଳୀ ଓ ଶ୍ରଦ୍ଧାଳୁମାନଙ୍କ ଦ୍ଵାରା ଅନୁଷ୍ଠିତ ହୋଇଥିଲା। ଏଥିରେ

ସୁଦାମା ପଥପ୍ରାନ୍ତ କରି ପ୍ରଭୁଙ୍କ ନାମକୁ ସ୍ମରଣ କରି କରି ବଳଦେବଜୀଉ ଙ୍କ ଦର୍ଶନ କରିଥିଲେ। ଏହି ଅବସରରେ ଯାଇଥିବା ପାଟଲୁଗାକୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ନିକଟରେ ଲାଗି କରାଯାଇଥିଲା। ରାସ୍ତାରେ ସୁଦାମାଙ୍କୁ ଦେଖିବାକୁ ପ୍ରବଳ ଜନସମାଗମ ଦେଖିବାକୁ ମିଳିଥିଲା।ଏହି ସମୟରେ ଭକ୍ତି ଓ ଭକ୍ତ ର ଅପୂର୍ବ ସମାନତା ଦେଖିବାକୁ ମିଳିଥିଲା l ବୟସ୍କ ମା ମାନଙ୍କର ଭକ୍ତ ସୁଦାମା ଙ୍କୁ ବନ୍ଦାପନା କିଛି ନିଆରା ପରିବେଶ ସୃଷ୍ଟି କରିଥିଲା l ଗୁରୁଜନ ଙ୍କ ଭାବ ଭକ୍ତି ର ପ୍ରଣାମ ସମାଜ କୁ ସେଇ ପୁରୁଣା ଦିନ

ମନେପକାଇ ଦେଉଥିଲା l ଆଜି ର ଏହି ଭକ୍ତିମୟ କାର୍ଯ୍ୟକ୍ରମ ରେ ସାମିଲ ଥିଲେ ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ର ସଭାପତି ଦମନ ମହାନ୍ତି, ଟ୍ରଷ୍ଟ ର ଯଶୋଦା ମା ମୋହିନୀ ମା, ଟ୍ରଷ୍ଟ ର ପରାମର୍ଶଦାତା ନିମାଇଁ ଚରଣ କର, ଟ୍ରଷ୍ଟ ମୁଖପାତ୍ର ପ୍ରମୋଦ ନାୟକ, ଟ୍ରଷ୍ଟ ର ସଂସ୍କୃତି ବିଭାଗୀୟ ଅଧିକାରୀ ସଂଜୀବ ତରାଇ, ମନୋଜ ରାଉତ, କାଳନ୍ଦୀ ମଲ୍ଲିକ, ପଦାରବିନ୍ଦ ଦାସ, ଗଙ୍ଗାଧର ସାମଲ,ଚଗଲା ବିଶ୍ୱାଳ, ସୁନୀଲ ଦାସ, ସାମଜିକ କର୍ମୀ ଅକ୍ଷୟ ପାଣି, ସାମ୍ବାଦିକ ପ୍ରଭାତ ରଞ୍ଜନ ଜେନା l

More news from ଓଡ଼ିଶା and nearby areas
  • ବୌଦ୍ଧ ଜ଼ିଲ୍ଲା ବୌଦ୍ଧ ବ୍ଲକ ବାଉଁଶୁଣୀ ମଁl ମାହେଶ୍ୱରୀ ଡିଗ୍ରୀ କଲେଜ ଠାରେ 'ଖେଲୋ ଇଣ୍ଡିଆ ଡ଼ାଏଲଗ କାର୍ଯ୍ୟକ୍ରମ ଅନୁଷ୍ଠିତ ଖେଲୋ ଇଣ୍ଡିଆ ଡ଼ାଏଲଗ କାର୍ଯ୍ୟକ୍ରମ ବୌଦ୍ଧ:ବୌଦ୍ଧ ଜ଼ିଲ୍ଲା ବୌଦ୍ଧ ବ୍ଲକ ବାଉଁଶୁଣୀ ମଁl ମାହେଶ୍ୱରୀ ଡିଗ୍ରୀ କଲେଜ ଠାରେ 'ଖେଲୋ ଇଣ୍ଡିଆ ଡ଼ାଏଲଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସଭାରେ କଲେଜର ଅଧ୍ୟକ୍ଷ ଅନିରୁଦ୍ଧ ମହାକୁଳ ମୁଖ୍ୟ ଅତିଥିଭାବେ ଯୋଗଦେଇ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ l ଖେଳ କୁଦର ମହତ୍ୱ ଏବଂ ଯୁବ ସମାଜର ବିକାଶରେ କ୍ରୀଡ଼ାର ଭୂମିକା ସମ୍ପର୍କରେ ସେ ଆଲୋକପାତ କରିଥିଲେ l ସେହି ଅବସରରେ ପ୍ରଧାନମନ୍ତ୍ରୀ କ୍ରୀଡ଼ା ସମ୍ବନ୍ଧୀୟ ବାର୍ତ୍ତା ସହ ସଭିଏଁ ଯୋଡ଼ି ହୋଇଥିଲେ l ସେହି ପରି ଅଧ୍ୟାପକ ବାବାରାମ ଦେହୁରୀ ସଭା ସାଂଯୋଜନା କରିଥିଲେ l ଏହି କାର୍ଯ୍ୟକ୍ରମ ରେ କଲେଜର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ସହ ବହୁତ ସଂଖ୍ୟାରେ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ l
    1
    ବୌଦ୍ଧ ଜ଼ିଲ୍ଲା ବୌଦ୍ଧ ବ୍ଲକ ବାଉଁଶୁଣୀ ମଁl ମାହେଶ୍ୱରୀ ଡିଗ୍ରୀ କଲେଜ ଠାରେ 'ଖେଲୋ ଇଣ୍ଡିଆ ଡ଼ାଏଲଗ କାର୍ଯ୍ୟକ୍ରମ ଅନୁଷ୍ଠିତ
ଖେଲୋ ଇଣ୍ଡିଆ ଡ଼ାଏଲଗ କାର୍ଯ୍ୟକ୍ରମ 
ବୌଦ୍ଧ:ବୌଦ୍ଧ ଜ଼ିଲ୍ଲା ବୌଦ୍ଧ ବ୍ଲକ ବାଉଁଶୁଣୀ ମଁl ମାହେଶ୍ୱରୀ ଡିଗ୍ରୀ କଲେଜ ଠାରେ 'ଖେଲୋ ଇଣ୍ଡିଆ ଡ଼ାଏଲଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସଭାରେ କଲେଜର ଅଧ୍ୟକ୍ଷ ଅନିରୁଦ୍ଧ ମହାକୁଳ ମୁଖ୍ୟ ଅତିଥିଭାବେ ଯୋଗଦେଇ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ l ଖେଳ କୁଦର ମହତ୍ୱ ଏବଂ ଯୁବ ସମାଜର ବିକାଶରେ କ୍ରୀଡ଼ାର ଭୂମିକା ସମ୍ପର୍କରେ ସେ ଆଲୋକପାତ କରିଥିଲେ l ସେହି ଅବସରରେ ପ୍ରଧାନମନ୍ତ୍ରୀ କ୍ରୀଡ଼ା ସମ୍ବନ୍ଧୀୟ ବାର୍ତ୍ତା ସହ ସଭିଏଁ ଯୋଡ଼ି ହୋଇଥିଲେ l ସେହି ପରି ଅଧ୍ୟାପକ ବାବାରାମ ଦେହୁରୀ ସଭା ସାଂଯୋଜନା କରିଥିଲେ l ଏହି କାର୍ଯ୍ୟକ୍ରମ ରେ କଲେଜର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ସହ ବହୁତ ସଂଖ୍ୟାରେ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ l
    user_Basudev Sandha
    Basudev Sandha
    Sportswear Shop କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    6 hrs ago
  • ସ୍କୁଲ_ଗେଟ_ରେ_ପଡିଲା_ତାଲା_ଉଲୁଣ୍ଡା_ବ୍ଲକ_ର_ଗୌଡଗାଁ_ଉଚ୍ଚ_ପ୍ରାଥମିକ_ବିଦ୍ୟାଳୟରେ
    1
    ସ୍କୁଲ_ଗେଟ_ରେ_ପଡିଲା_ତାଲା_ଉଲୁଣ୍ଡା_ବ୍ଲକ_ର_ଗୌଡଗାଁ_ଉଚ୍ଚ_ପ୍ରାଥମିକ_ବିଦ୍ୟାଳୟରେ
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    6 hrs ago
  • ରାକ୍ଷୀ ପୁର୍ଣ୍ଣିମାରେ ମୁଖ୍ୟମନ୍ତ୍ରୀଙ୍କ ସୁଭଦ୍ରା ଭେଟି - ପଞ୍ଚମ କିସ୍ତି ବାବଦ ଟଙ୍କା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ - ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ଖାତାକୁ ଗଲା - ୧ କୋଟି ୩ ଲକ୍ଷ ୨୬ ହଜାର ‘ସୁଭଦ୍ରା’ ହିତାଧିକାରୀଙ୍କୁ ମିଳିଲା ଟଙ୍କା
    1
    ରାକ୍ଷୀ ପୁର୍ଣ୍ଣିମାରେ ମୁଖ୍ୟମନ୍ତ୍ରୀଙ୍କ ସୁଭଦ୍ରା ଭେଟି
- ପଞ୍ଚମ କିସ୍ତି ବାବଦ ଟଙ୍କା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
- ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ଖାତାକୁ ଗଲା
- ୧ କୋଟି ୩ ଲକ୍ଷ ୨୬ ହଜାର ‘ସୁଭଦ୍ରା’ ହିତାଧିକାରୀଙ୍କୁ ମିଳିଲା ଟଙ୍କା
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    8 hrs ago
  • ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀକୁ ସ୍ମରଣ କରି ଚଳିତ ବର୍ଷ ଜାତୀୟ କ୍ରୀଡ଼ା ଦିବସ ସୁବର୍ଣ୍ଣପୁର ଜିଲ୍ଲାରେ ପାଳନ କରାଯାଉଛି। ତାରିଖ:- ୨୮.୦୮.୨୦୨୬ ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀକୁ ସ୍ମରଣ କରି ଚଳିତ ବର୍ଷ ଜାତୀୟ କ୍ରୀଡ଼ା ଦିବସ ସୁବର୍ଣ୍ଣପୁର ଜିଲ୍ଲାରେ ପାଳନ କରାଯାଉଛି। ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାରେ ଅଗଷ୍ଟ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କ୍ରୀଡ଼ାଭିତ୍ତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଜାତୀୟ କ୍ରୀଡ଼ା ଦିବସର ତା. ୨୮.୦୮.୨୦୨୬ ପ୍ରଥମ ଦିନକୁ ‘ଟ୍ରିବ୍ୟୁଟ୍’ ଭାବେ ପାଳନ କରଯାଇଅଛି l ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି ଶିବିରକୁ ଶୁଭ ଉଦଘାଟନ କରିଥିଲେ l ସମ୍ମାନୀତ ଅତିଥି ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଶ୍ରୀ ବାଲାଜୀ ବିଶ୍ଵନାଥ, ସମେତ ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶୀମତୀ ଯମୁନା ପ୍ରଧାନ, ଶାରୀରିକ ଶିକ୍ଷୟତ୍ରୀ ଶୀମତୀ ସନ୍ଧ୍ୟାରାଣୀ ଖେତି, PTI ଖେଳ ଇଣ୍ଡିଆ ଶ୍ରୀ ମହମ୍ମଦ କଳିମ ଉପସ୍ଥିତ ଥିଲେ l ଜାତୀୟ କ୍ରୀଡା ଦିବସ ପାଳନ ଅବସରରେ ଖେଳ ଇଣ୍ଡିଆ ଅନୁଷ୍ଠାନର ସମସ୍ତ ଛାତ୍ରଛାତ୍ରୀ ବିଭିନ୍ନ ଖେଳରେ ଯୋଗଦେଇଥିଲେ l ଏହି ଅବସରରେ ଜିଲ୍ଲା କ୍ରୀଡା ଅଧିକାରୀ ସମସ୍ତ ଅତିଥିଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଥିଲେ ଏବଂ ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଳ ଅର୍ପଣ କରିଥିଲେ l ତାପରେ ମୁଖ୍ୟ ଅତିଥି ନିଜର ଅଭିଭାଷଣ ପ୍ରଦାନ କରିଥିଲେ l ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ ବୃଦ୍ଧି, ଫିଟନେସ୍ ଓ ଶାରୀରିକ ସୁସ୍ଥତା ସମ୍ପର୍କରେ ସଚେତନତା ସୃଷ୍ଟି ସହ ମେଜର ଧ୍ୟାନଚାନ୍ଦଙ୍କ କ୍ରୀଡ଼ା ପ୍ରତି ଅବଦାନକୁ ସ୍ମରଣ କରିବା ଏହି ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ମତ ରଖିଥିଲେ l ସଭା ଶେଷରେ ସମସ୍ତେ କ୍ରୀଡା କୁ ଆପଣେଇ ସୁସ୍ଥ ଶାରୀରିକ ଓ ମାନସିକ ରଖିବା ପାଇଁ ଶପଥପାଠ କରିଥିଲେ l ସକାଳ ୭ଟାରୁ ସୋନପୁର ଗାନ୍ଧୀ ଷ୍ଟାଡିୟମରେ ଡିଜିଟାଲ୍ ଚ୍ୟାଲେଞ୍ଜ୍‌ରେ ଅଂଶଗ୍ରହଣକାରୀମାନେ ୨୯ ଥର ଯେକୌଣସି କ୍ରୀଡ଼ା ଯଥା—ହକି ଡ୍ରିବଲିଂ, ଫୁଟବଲ୍ କିକ୍, ବାସ୍କେଟବଲ୍ ଡ୍ରିବଲିଂ, ବ୍ୟାଡମିଣ୍ଟନ୍ ରାଲି, ଦଉଡ଼ି ଡିଆଁ (Skipping), ବଲ୍ ବାଉନ୍ସ କିମ୍ବା ଅନ୍ୟ କୌଣସି ଉପଯୁକ୍ତ କ୍ରୀଡ଼ା କାର୍ଯ୍ୟକଳାପ କରାଯାଇଥିଲା l ଏହି କ୍ରୀଡା ଦିବସ ପାଳନ ସଭାକୁ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଚିତ୍ତରଞ୍ଜନ ମିଶ୍ର ସଂଯୋଜନା ଓ ଆୟୋଜନ ମଧ୍ୟ କରିଥିଲେ l
    1
    ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀକୁ ସ୍ମରଣ କରି ଚଳିତ ବର୍ଷ ଜାତୀୟ କ୍ରୀଡ଼ା ଦିବସ ସୁବର୍ଣ୍ଣପୁର ଜିଲ୍ଲାରେ ପାଳନ କରାଯାଉଛି। 
ତାରିଖ:- ୨୮.୦୮.୨୦୨୬
ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀକୁ ସ୍ମରଣ କରି ଚଳିତ ବର୍ଷ ଜାତୀୟ କ୍ରୀଡ଼ା ଦିବସ ସୁବର୍ଣ୍ଣପୁର ଜିଲ୍ଲାରେ ପାଳନ କରାଯାଉଛି। ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାରେ ଅଗଷ୍ଟ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କ୍ରୀଡ଼ାଭିତ୍ତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।
ଜାତୀୟ କ୍ରୀଡ଼ା ଦିବସର ତା. ୨୮.୦୮.୨୦୨୬ ପ୍ରଥମ ଦିନକୁ ‘ଟ୍ରିବ୍ୟୁଟ୍’ ଭାବେ ପାଳନ କରଯାଇଅଛି l ଏହି ଅବସରରେ   ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି ଶିବିରକୁ ଶୁଭ ଉଦଘାଟନ କରିଥିଲେ l 
ସମ୍ମାନୀତ ଅତିଥି ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଶ୍ରୀ ବାଲାଜୀ ବିଶ୍ଵନାଥ, ସମେତ ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶୀମତୀ ଯମୁନା ପ୍ରଧାନ, ଶାରୀରିକ ଶିକ୍ଷୟତ୍ରୀ ଶୀମତୀ ସନ୍ଧ୍ୟାରାଣୀ ଖେତି, PTI ଖେଳ ଇଣ୍ଡିଆ ଶ୍ରୀ ମହମ୍ମଦ କଳିମ ଉପସ୍ଥିତ ଥିଲେ l 
ଜାତୀୟ କ୍ରୀଡା ଦିବସ ପାଳନ ଅବସରରେ ଖେଳ ଇଣ୍ଡିଆ ଅନୁଷ୍ଠାନର ସମସ୍ତ ଛାତ୍ରଛାତ୍ରୀ ବିଭିନ୍ନ ଖେଳରେ ଯୋଗଦେଇଥିଲେ l 
ଏହି ଅବସରରେ ଜିଲ୍ଲା କ୍ରୀଡା ଅଧିକାରୀ ସମସ୍ତ ଅତିଥିଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଥିଲେ  ଏବଂ ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଳ ଅର୍ପଣ କରିଥିଲେ l  ତାପରେ 
ମୁଖ୍ୟ ଅତିଥି ନିଜର ଅଭିଭାଷଣ ପ୍ରଦାନ କରିଥିଲେ l  ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ ବୃଦ୍ଧି, ଫିଟନେସ୍ ଓ ଶାରୀରିକ ସୁସ୍ଥତା ସମ୍ପର୍କରେ ସଚେତନତା ସୃଷ୍ଟି ସହ ମେଜର ଧ୍ୟାନଚାନ୍ଦଙ୍କ କ୍ରୀଡ଼ା ପ୍ରତି ଅବଦାନକୁ ସ୍ମରଣ କରିବା ଏହି ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ମତ ରଖିଥିଲେ l 
ସଭା ଶେଷରେ ସମସ୍ତେ କ୍ରୀଡା କୁ ଆପଣେଇ ସୁସ୍ଥ ଶାରୀରିକ ଓ ମାନସିକ ରଖିବା ପାଇଁ ଶପଥପାଠ କରିଥିଲେ l 
ସକାଳ ୭ଟାରୁ ସୋନପୁର ଗାନ୍ଧୀ ଷ୍ଟାଡିୟମରେ ଡିଜିଟାଲ୍ ଚ୍ୟାଲେଞ୍ଜ୍‌ରେ ଅଂଶଗ୍ରହଣକାରୀମାନେ ୨୯ ଥର ଯେକୌଣସି କ୍ରୀଡ଼ା   ଯଥା—ହକି ଡ୍ରିବଲିଂ, ଫୁଟବଲ୍ କିକ୍, ବାସ୍କେଟବଲ୍ ଡ୍ରିବଲିଂ, ବ୍ୟାଡମିଣ୍ଟନ୍ ରାଲି, ଦଉଡ଼ି ଡିଆଁ (Skipping), ବଲ୍ ବାଉନ୍ସ କିମ୍ବା ଅନ୍ୟ କୌଣସି ଉପଯୁକ୍ତ କ୍ରୀଡ଼ା କାର୍ଯ୍ୟକଳାପ କରାଯାଇଥିଲା l 
ଏହି କ୍ରୀଡା ଦିବସ ପାଳନ ସଭାକୁ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ  ଚିତ୍ତରଞ୍ଜନ ମିଶ୍ର ସଂଯୋଜନା ଓ  ଆୟୋଜନ ମଧ୍ୟ କରିଥିଲେ l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    11 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ଗୌଡଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ର ଛାତ୍ରୀ । ସ୍କୁଲ ଫାଟକରେ ପଡିଲା ତାଲା ବାହାରେ ପିଲା l ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ଗୌଡଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ର ଛାତ୍ରୀ । ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦାବୀରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ। ବିଦ୍ୟାଳୟରେ ମୋଟ 125 ଜଣ ଛାତ୍ରଛାତ୍ରୀଙ୍କ ପାଇଁ ଅଛନ୍ତି ମାତ୍ର 3 ଜଣ ଶିକ୍ଷକ। ଗତ ଜୁଲାଇ ମାସରୁ 2 ଜଣ ଶିକ୍ଷକଙ୍କ ଅନ୍ୟତ୍ର ବଦଳି ପରେ ପାଠ ପଢ଼ାରେ ସମସ୍ୟା ହେଉଥିବା ଅଭିଯୋଗ। ତେଣୁ ତୁରନ୍ତ ବିଦ୍ୟାଳୟରେ ଆବଶ୍ୟକିୟ ଶିକ୍ଷକ ପଦବୀ ପୂରଣ ପାଇଁ ଦାବି କରିଛନ୍ତି ଛାତ୍ର ଛାତ୍ରୀ l
    3
    ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ଗୌଡଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ର ଛାତ୍ରୀ ।
ସ୍କୁଲ ଫାଟକରେ ପଡିଲା ତାଲା ବାହାରେ ପିଲା l ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ଗୌଡଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ର ଛାତ୍ରୀ । ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦାବୀରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ। ବିଦ୍ୟାଳୟରେ ମୋଟ 125 ଜଣ ଛାତ୍ରଛାତ୍ରୀଙ୍କ ପାଇଁ ଅଛନ୍ତି ମାତ୍ର 3 ଜଣ ଶିକ୍ଷକ। ଗତ ଜୁଲାଇ ମାସରୁ 2 ଜଣ ଶିକ୍ଷକଙ୍କ ଅନ୍ୟତ୍ର ବଦଳି ପରେ ପାଠ ପଢ଼ାରେ ସମସ୍ୟା ହେଉଥିବା ଅଭିଯୋଗ। ତେଣୁ ତୁରନ୍ତ ବିଦ୍ୟାଳୟରେ ଆବଶ୍ୟକିୟ ଶିକ୍ଷକ ପଦବୀ ପୂରଣ ପାଇଁ ଦାବି କରିଛନ୍ତି ଛାତ୍ର ଛାତ୍ରୀ l
    user_BINKA KHABAR
    BINKA KHABAR
    ବିନିକା, ସୋନପୁର, ଓଡ଼ିଶା•
    12 hrs ago
  • ଫୁ କା ଫୁକା ଗା ଆ ଲା ନ ନୀ ତର କୁ ଚୂ କୁ ଚି ଆ ବା ଆ ଲା
    1
    ଫୁ କା ଫୁକା ଗା ଆ ଲା ନ ନୀ ତର କୁ ଚୂ କୁ ଚି ଆ ବା ଆ ଲା
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    15 hrs ago
  • ସ୍ୱତନ୍ତ୍ର ଉପସ୍ଥାପନା,ରାଖୀ ପୂର୍ଣମୀ ଅବସର ରେ ଉପସ୍ଥାପନା,,,,,,,,,,,,ରାଖୀ ସ୍ୱତନ୍ତ୍ର ଉପସ୍ଥାପନା,ରାଖୀ ପୂର୍ଣମୀ ଅବସର ରେ ଉପସ୍ଥାପନା,,,,,,,,,,,,ରାଖୀ
    1
    ସ୍ୱତନ୍ତ୍ର ଉପସ୍ଥାପନା,ରାଖୀ ପୂର୍ଣମୀ ଅବସର ରେ ଉପସ୍ଥାପନା,,,,,,,,,,,,ରାଖୀ 
ସ୍ୱତନ୍ତ୍ର ଉପସ୍ଥାପନା,ରାଖୀ ପୂର୍ଣମୀ ଅବସର ରେ ଉପସ୍ଥାପନା,,,,,,,,,,,,ରାଖୀ
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    1 hr ago
  • ନେପାଳ ବନ୍ୟା ବିଭୀଷିକା ମଧ୍ୟରେ ହେଲିକ୍ୟାପ୍ଟର ଯୋଗେ ଉଦ୍ଧାର କାର୍ଯ୍ୟ ଚାଲିଛି
    1
    ନେପାଳ ବନ୍ୟା ବିଭୀଷିକା ମଧ୍ୟରେ ହେଲିକ୍ୟାପ୍ଟର ଯୋଗେ ଉଦ୍ଧାର କାର୍ଯ୍ୟ ଚାଲିଛି
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    11 hrs ago
  • ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳନ ହୋଇଯାଇଛି l ଲଛିପୁର l ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳନ ଲଛିପୁର, ୨୫/୮: ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟ, ଲଛିପୁର ଠାରେ ଆଜି, ୨୫ ଅଗଷ୍ଟ ୨୦୨୬ ଠାରୁ ଆସନ୍ତା ୩୧ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ସଂସ୍କୃତ ସପ୍ତାହ ପାଳନ ଆରମ୍ଭ ହୋଇଛି। ଆଜି ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଯାଇଛି।ଭାରତୀୟ ଜ୍ଞାନ, ସଂସ୍କୃତି, ପରମ୍ପରା ଓ ମୂଲ୍ୟବୋଧର ଅମୂଲ୍ୟ ଭଣ୍ଡାର ସଂସ୍କୃତ ଭାଷା ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ ବୃଦ୍ଧି କରିବା ସହ ଏହାର ମହତ୍ତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏହି ସପ୍ତାହ ପାଳନର ମୁଖ୍ୟ ଲକ୍ଷ୍ୟ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମସାଗର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡ. ହୃଷୀକେଶ ଦେହେରୀ ଯୋଗଦେଇ ସଂସ୍କୃତ ଭାଷା ଓ ଯୋଗର ମହତ୍ତ୍ୱ ଉପରେ ନିଜର ମତ ରଖିଥିଲେ। #sonepur_odisha #SonepurNews #vairalpost #vairalvideo #highlight
    1
    ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳନ ହୋଇଯାଇଛି l

ଲଛିପୁର l
ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ସପ୍ତାହ ପାଳନ
ଲଛିପୁର, ୨୫/୮: ପିଏମ୍ ଶ୍ରୀ ଭୀମଭୋଇ ସରକାରୀ ଉଚ୍ଚ ବିଦ୍ୟାଳୟ, ଲଛିପୁର ଠାରେ ଆଜି, ୨୫ ଅଗଷ୍ଟ ୨୦୨୬ ଠାରୁ ଆସନ୍ତା ୩୧ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ସଂସ୍କୃତ ସପ୍ତାହ ପାଳନ ଆରମ୍ଭ ହୋଇଛି। ଆଜି ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଯାଇଛି।ଭାରତୀୟ ଜ୍ଞାନ, ସଂସ୍କୃତି, ପରମ୍ପରା ଓ ମୂଲ୍ୟବୋଧର ଅମୂଲ୍ୟ ଭଣ୍ଡାର ସଂସ୍କୃତ ଭାଷା ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ ବୃଦ୍ଧି କରିବା ସହ ଏହାର ମହତ୍ତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏହି ସପ୍ତାହ ପାଳନର ମୁଖ୍ୟ ଲକ୍ଷ୍ୟ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମସାଗର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡ. ହୃଷୀକେଶ ଦେହେରୀ ଯୋଗଦେଇ ସଂସ୍କୃତ ଭାଷା ଓ ଯୋଗର ମହତ୍ତ୍ୱ ଉପରେ ନିଜର ମତ ରଖିଥିଲେ। #sonepur_odisha #SonepurNews #vairalpost #vairalvideo #highlight
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    13 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.