Shuru
Apke Nagar Ki App…
ଗାଡ଼ି ଧକ୍କାରେ ଜଣେ ମୃତ ଅନୁଗୋଳ ଜିଲା ଦେଇ ଯାଇଥିବା କଟକ—ସମ୍ବଲପୁର ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ନାକିଚି ନିକଟରେ ଏକ ଗାଡ଼ି ଧକ୍କାରେ କଣିହାଁ ଥାନା ଲୁହାମରା ଗ୍ରାମର ମୁନା ବେହେରାଙ୍କ ମୃତ୍ୟୁ ହୋଇଥିବା ତାଙ୍କ ଭାଇ ରଣଜିତ ବେହେରା ସୋମବାର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନମ୍ବର ୧୦୧/୨୬ରେ ଏକ ମାମଲା ରୁଜୁ କରିଛି। ପୋଲିସ କହିଛି, ଏକ ବାହାଘର ଶୋଭାଯାତ୍ରାରେ ମୁନା ଯାଇଥିବାବେଳେ ନାକିଚି ନିକଟରେ ରାସ୍ତା କଡ଼ରେରେ ଠିଆ ହୋଇଥିଲେ। ଏହି ସମୟରେ ଏକ ଗାଡି ତାଙ୍କୁ ଧକ୍କା ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ କିଶୋରନଗର ମେଡିକାଲରେ ଭର୍ଭି କରାଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା।
Kishore nagar Shuru

More news from ଓଡ଼ିଶା and nearby areas
- ମଙ୍ଗଳବାର ହନୁମାନ ଜୟନ୍ତୀ ଥିବା ବେଳେ ଆଜି ବୌଦ୍ଧ ଜିଲ୍ଲା ହିନ୍ଦୁ ଯୁବା ମୋର୍ଚ୍ଚା ପକ୍ଷରୁ ହନୁମାନ ଜୟନ୍ତୀ ଉପଲକ୍ଷେ ବିରାଟ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବୌଦ୍ଧ ବ୍ରିଜ୍ ଛକରୁ ବାଇକ୍ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିବା ବେଳେ ଏଥିରେ ଅନେକ ଲୋକ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା ।1
- ନରଣପୁର ମା’କାମନାକାଳୀ ଦଣ୍ଡପାର୍ଟି ପକ୍ଷରୁ ମେରୁଯାତ୍ରା ଢେଙ୍କାନାଳ,ସଦର ବ୍ଲକ୍ ଅନ୍ତର୍ଗତ ନରଣପୁର ଗ୍ରାମର ମା’କାମନାକାଳୀ ଦଣ୍ଡପାର୍ଟି ପକ୍ଷରୁ ଆଜି ମେରୁ ପର୍ବ ମହାଆଡମ୍ବର ସହ ପାଳିତ ହୋଇଯାଇଛି । ପ୍ରତଃରୁ ମା'ଙ୍କ ମଙ୍ଗଳଆଳତି କରାଯାଇ ମାଜଣା କରାଯାଇଥିଲା। ମଧ୍ୟାହ୍ନ ସମୟରେ ହୋମ ଓ ଯଜ୍ଞ ପରେ ଝାମୁରେ ଅଗ୍ନି ସଂଯୋଗ କରାଯାଇଥିଲା। ସ୍ଥାନୀୟ ବଡଜୋରା ଠାରେ ପୂଜାର୍ଚ୍ଚନା ପରେ ବାଦ୍ୟ, ଘଂଟ ଦ୍ୱାରା ଗ୍ରାମ ପରିକ୍ରମା କରି ମାନସିକ ଦଣ୍ଡୁଆମାନେ, ପାଟ୍ଟଭକ୍ତ ଓ କାଳସୀ ଝାମୁରେ ଚାଲିଥିଲେ । ୨୧ ହାତିଆ ଝାମୁରେ ମାନସିକଧାରୀମାନେ ଚାଲିଥିଲେ । ୧୩ଦିନ ଧରି ଗ୍ରାମ ଗ୍ରାମ ବୁଲି ଦଣ୍ଡୁଆମାନେ ଧୂଳିଦଣ୍ଡ ଓ ରାତିରେ ଦଣ୍ଡ କରି ମାନସିକ ପୂରଣ କରିଥିଲେ । ଏହି ଝାମୁଯାତ୍ରା ଦେଖିବା ପାଇଁ ଆଖପାଖ ଅଂଚଳର ବହୁ ପୁରୁଷ ଓ ମହିଳାଙ୍କ ଭିଡ ଜମିଥିଲା ।1
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଚମ୍ପାମାଲ ରେ ଚାଲିଥିବା ରାମାୟଣ ନାଟକ ରେ ମହିରାବଣ ବଧ ଗିତିନାଟ୍ୟ ଅଭିନିତ।1
- Post by Pitambar Sahu2
- ଓଡ଼ିଆ ନବବର୍ଷ ର ଅଭିନନ୍ଦନ।1
- Post by Sonepur news khulasa1
- ସସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଵ୍ଳକ କଲାପଥର ଵଜରଙ୍ଗ ଦଲ ଦ୍ଵାରା ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଅବସରରେ ବିଶାଳ ବାଇକ ରେଲି ଶହ ଶହ କର୍ମୀ ଯୋଗଦେଲେ ।2
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହରିହର ଯୋର ଠେଙ୍ଗୋଡ୍ୟାମ ଠାରେ ବାବା ରାମେଶ୍ଵର ଙ୍କ ମେରୁଦଣ୍ଡ ଅନୁଷ୍ଠିତ।1