ସୁବର୍ଣ୍ଣପୁର ଜିଲ୍ଲାର ବିରମହାରାଜପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ପଞ୍ଚାୟତ ସମିତି ଅନ୍ତର୍ଗତ ବାଗବର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପାର୍ଶ୍ଵ ସ୍ଥିତ ପ୍ରାଥମିକ ସେବା ସମବାୟ ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ : * ବିଭିନ୍ନ ପ୍ରକାରର ୪୮( ଅଠଚାଳିଶ) ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ : ସୁବର୍ଣ୍ଣପୁର,ତା ୩୦/୦୩/୨୦୨୬: ସୁବର୍ଣ୍ଣପୁର ଜିଲ୍ଲା ବିରହାହାରଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ପଞ୍ଚାୟତ ସମିତି ଅନ୍ତର୍ଗତ ବାଗବର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପାର୍ଶ୍ଵ ସ୍ଥିତ ପ୍ରାଥମିକ କୃଷି ସମବାୟ ସମିତି ସମ୍ମୁଖ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ, ଶ୍ରୀ ନାରାୟଣ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୪୮( ଅଠଚାଳିଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୩୬ (ଛତିଶ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୨ (ବାଆର) ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀରମହାରାଜପୁର, ରାଜୀବ କୁମାର ହାଁସଦା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ରାଜେନ୍ଦ୍ର ମାଝୀ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ବୀରମହାରାଜପୁର ସୁରେନ୍ଦ୍ର କୁମାର ମେହେର, ଉପାଧ୍ୟକ୍ଷ, ବୀରମହାରାଜପୁର ପଞ୍ଚୟତ ସମିତି, ନାରାୟଣ ଲୁହା, ତହସିଲଦାର, ବୀରମହାରାଜପୁର, ସୁଶ୍ରୀ ସୁଚିଶ୍ମିତା ପାଣିଗ୍ରାହୀ, ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ, ସୁଶ୍ରୀ ପ୍ରିୟଦର୍ଶିନି ସାହୁଙ୍କ ସମେତ ସରପଞ୍ଚ, ଉଫୁଲା, ଶ୍ରୀମତି ଶ୍ରୀୟା କର୍ମୀ ଓ ସରପଞ୍ଚ,ବାଗବାର ଗ୍ରାମ ପଞ୍ଚାୟତ, ଶ୍ରୀମତି ନିରୁପମା ବଗର୍ତ୍ତି ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର, ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ।

- #ସୁବର୍ଣ୍ଣପୁର_DRCS_ସଞ୍ଜୟ_କୁମାର_ତ୍ରିପାଠୀ_ନିଲମ୍ବିତ ତରଭା ବ୍ଲକ ମରାଡୁଗୋଛା ପେକ୍ସରେ ନିଯୁକ୍ତି ଦୁର୍ନୀତି ପାଇଁ ନିଲମ୍ବିତ। #ମରାଡୁଗୋଛା_ପ୍ୟାକ୍ସରେ_ନିଯୁକ୍ତି_ଦୁର୍ନୀତିକୁ_ନେଇ_କଠୋର_ଆଭିମୁଖ୍ୟ_ପୋଷଣ_କରିଛନ୍ତି_ଜିଲ୍ଲାପାଳ_ଡ଼_ନୃପରାଜ_ସାହୁ1
- Post by BAHUJAN ADHIKAR1
- ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ । ତାରିଖ -୩୧/୦୩/୨୦୨୬ ମଙ୍ଗଲବାର । ଦିନର ୧୨ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର । BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । ।1
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ସ୍ଥିତ ସରକାରୀ ୟୁପି ସ୍କୁଲ ର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ଚାନ୍ଦ ଙ୍କୁ ମଙ୍ଗଳବାର ଦିନ ଅପରାହ୍ନ ରେ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଅବସର ରେ ପୂର୍ବତନ ଜିଲ୍ଲା ଉଚ୍ଚ ଶିକ୍ଷା ପରାମର୍ଶଦାତା ଡ.ପ୍ରଫୁଲ୍ଲ କୁମାର ରଥ, ଶିକ୍ଷାବିତ ଧରଣୀଧର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ1
- ବୌଦ୍ଧ ଜ଼ିଲ୍ଲା କଂଗ୍ରେସ କମିଟିର ନୂତନ ସଭାପତି ଭାବେ ଅବଦୁଲ କଲିମ ଖାଁ ଓରଫ ରାଜାଙ୍କୁ ନିଯୁକ୍ତି ମିଳିଥିବା ଜଣାପଡ଼ିଛି । ଏଭଳି ଖବର ସାମ୍ନାକୁ ଆସିବା ପରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି ।1
- ନିଶାମୁକ୍ତ ସମାଜ ଗଠନ ପାଇଁ ଏକ ପ୍ରୟାସ! 🚭 ଜମନକିରା ଯୁକ୍ତ ୩ ଡିଗ୍ରୀ ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ନିଶା ନିବାରଣ ସଚେତନତା କାର୍ଯ୍ୟକ୍ରମ। ଜମନକିରା ବିଡ଼ିଓ ଶ୍ରୀ ରବୀନ୍ଦ୍ର କୁମାର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ନିଶାଠାରୁ ଦୂରେଇ ରହିବା ପାଇଁ ଦୃଢ଼ ସଂକଳ୍ପ ନେବାକୁ ଆହ୍ୱାନ କରିଛନ୍ତି। ପଲ୍ଲୀ ଭାରତୀ ୟୁଥ୍ କ୍ଲବର ପରିଚାଳନା ନିର୍ଦ୍ଦେଶିକା ଡାକ୍ତର ଜ୍ୟୋତ୍ସ୍ନା ପଧାନ ନିଶା ସେବନର ଭୟାବହତା ଓ ସ୍ୱାସ୍ଥ୍ୟ ଉପରେ ଏହାର କୁପ୍ରଭାବ ବିଷୟରେ ଆଲୋକପାତ କରିଥିଲେ।1
- कटक उच्च न्यायालय के लालबाग पुलिस स्टेशन क्षेत्र में स्थित परिसर में 3 मोटरसाइकिल और एक स्कॉर्पियो कार में आग लग गई।1
- Post by BAHUJAN ADHIKAR1