ପାନୀୟ ଜଳଯୋଗାଣର ଅବ୍ୟବସ୍ଥା ନେଇ ନୁଆସାହିରେ ରାସ୍ତାରୋକ l ପଦ୍ମପୁର, ୨୦।୦୪ (ନିପ୍ର) ପଦ୍ମପୁରବାସୀଙ୍କ ଜଳକଷ୍ଟ ଏବେ ଜନ ଆନ୍ଦୋଳନର ରୂପ ନେଇଛି ପାନୀୟ ଜଳଯୋଗାଣର ଅବ୍ୟବସ୍ଥା ନେଇ ନୁଆସାହିରେ ରାସ୍ତାରୋକ l ପଦ୍ମପୁର, ୨୦।୦୪ (ନିପ୍ର) ପଦ୍ମପୁରବାସୀଙ୍କ ଜଳକଷ୍ଟ ଏବେ ଜନ ଆନ୍ଦୋଳନର ରୂପ ନେଇଛି। ଦୀର୍ଘ ଦିନର ଜଳାଭାବ ଏବଂ କୋଟି କୋଟି ଟଙ୍କାର ବସୁଧା ପ୍ରକଳ୍ପରେ ଦେଖାଦେଇଥିବା ବାରମ୍ବାର ଯାନ୍ତ୍ରିକ ତ୍ରୁଟିକୁ ନେଇ ଆଜି ପଦ୍ମପୁରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ପାନୀୟ ଜଳ ଯୋଗାଣରେ ବିପର୍ଯ୍ୟସ୍ତ ଅବସ୍ଥାକୁ ପ୍ରତିବାଦ କରି ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ମହିଳା ଓ ପୁରୁଷ ଗୁଣପୁର ପଦ୍ମପୁର ମୁଖ୍ୟ ରାସ୍ତାକୁ ଦୀର୍ଘ ଘଣ୍ଟା ଧରି ଅବରୋଧ କରିଥିଲେ। ଫଳରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନର ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ଏଠାରେ ସୂଚନାଯୋଗ୍ୟ ଯେ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ମୁଖ୍ୟ ପ୍ରଡକ୍ସନ ୱେଲ ମଧ୍ୟରେ ଅତ୍ୟଧିକ ବାଲି ଓ ମାଟି ଜମିଯିବା ସହ ଏକ ୧୫ ଏଚ.ପି.ର ପମ୍ପ ମୋଟର ପୋଡ଼ି ଯାଇଥିଲା। ଫଳରେ ତିନୋଟି ଯାକ ବୋରୱେଲ୍କୁ କମ୍ପ୍ରେସର ମାଧ୍ୟମରେ ସଫା କରାଯିବା ସହ ଦୁଇଟି ନୂତନ ଉଚ୍ଚ କ୍ଷମତା ସମ୍ପନ୍ନ ମୋଟର ସ୍ଥାପନ କରାଯାଇଛି। ଏହି ଯାନ୍ତ୍ରିକ ତ୍ରୁଟି ଏବଂ ପୂର୍ବରୁ ବିଛାଯାଇଥିବା ନିମ୍ନ ମାନର ପାଇପ୍ ଫାଟି ପାଣି ନଷ୍ଟ ହେଉଥିବାରୁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା ସାହି ଏବଂ ସୁନାରୀ ସାହି ଭଳି ଅଞ୍ଚଳରେ ଦୀର୍ଘ ଦିନ ହେଲା ଜଳ ଯୋଗାଣ ବନ୍ଦ ରହିଥିଲା। ପ୍ରଖର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହୋଇ ଶେଷରେ ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଥିଲେ। ଖବରପାଇ ଘଟଣା ସ୍ଥଳରେ ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ ବିଭାଗର କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ସାହି ଗୁଡ଼ିକୁ ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରାଯିବ ବୋଲି ପ୍ରଶାସନିକ ସ୍ତରରେ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରଶମିତ ହୋଇଥିଲା ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା।
ପାନୀୟ ଜଳଯୋଗାଣର ଅବ୍ୟବସ୍ଥା ନେଇ ନୁଆସାହିରେ ରାସ୍ତାରୋକ l ପଦ୍ମପୁର, ୨୦।୦୪ (ନିପ୍ର) ପଦ୍ମପୁରବାସୀଙ୍କ ଜଳକଷ୍ଟ ଏବେ ଜନ ଆନ୍ଦୋଳନର ରୂପ ନେଇଛି ପାନୀୟ ଜଳଯୋଗାଣର ଅବ୍ୟବସ୍ଥା ନେଇ ନୁଆସାହିରେ ରାସ୍ତାରୋକ l ପଦ୍ମପୁର, ୨୦।୦୪ (ନିପ୍ର) ପଦ୍ମପୁରବାସୀଙ୍କ ଜଳକଷ୍ଟ ଏବେ ଜନ ଆନ୍ଦୋଳନର ରୂପ ନେଇଛି। ଦୀର୍ଘ ଦିନର ଜଳାଭାବ ଏବଂ କୋଟି କୋଟି ଟଙ୍କାର ବସୁଧା ପ୍ରକଳ୍ପରେ ଦେଖାଦେଇଥିବା ବାରମ୍ବାର ଯାନ୍ତ୍ରିକ ତ୍ରୁଟିକୁ ନେଇ ଆଜି ପଦ୍ମପୁରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ପାନୀୟ ଜଳ ଯୋଗାଣରେ ବିପର୍ଯ୍ୟସ୍ତ ଅବସ୍ଥାକୁ ପ୍ରତିବାଦ କରି ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ମହିଳା ଓ ପୁରୁଷ ଗୁଣପୁର ପଦ୍ମପୁର ମୁଖ୍ୟ ରାସ୍ତାକୁ ଦୀର୍ଘ ଘଣ୍ଟା ଧରି ଅବରୋଧ କରିଥିଲେ। ଫଳରେ
ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନର ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ଏଠାରେ ସୂଚନାଯୋଗ୍ୟ ଯେ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ମୁଖ୍ୟ ପ୍ରଡକ୍ସନ ୱେଲ ମଧ୍ୟରେ ଅତ୍ୟଧିକ ବାଲି ଓ ମାଟି ଜମିଯିବା ସହ ଏକ ୧୫ ଏଚ.ପି.ର ପମ୍ପ ମୋଟର ପୋଡ଼ି ଯାଇଥିଲା। ଫଳରେ ତିନୋଟି ଯାକ ବୋରୱେଲ୍କୁ କମ୍ପ୍ରେସର ମାଧ୍ୟମରେ ସଫା କରାଯିବା ସହ ଦୁଇଟି ନୂତନ ଉଚ୍ଚ କ୍ଷମତା ସମ୍ପନ୍ନ ମୋଟର ସ୍ଥାପନ କରାଯାଇଛି। ଏହି ଯାନ୍ତ୍ରିକ ତ୍ରୁଟି ଏବଂ ପୂର୍ବରୁ ବିଛାଯାଇଥିବା ନିମ୍ନ ମାନର ପାଇପ୍ ଫାଟି ପାଣି ନଷ୍ଟ ହେଉଥିବାରୁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା
ସାହି ଏବଂ ସୁନାରୀ ସାହି ଭଳି ଅଞ୍ଚଳରେ ଦୀର୍ଘ ଦିନ ହେଲା ଜଳ ଯୋଗାଣ ବନ୍ଦ ରହିଥିଲା। ପ୍ରଖର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହୋଇ ଶେଷରେ ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଥିଲେ। ଖବରପାଇ ଘଟଣା ସ୍ଥଳରେ ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ ବିଭାଗର କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ସାହି ଗୁଡ଼ିକୁ ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରାଯିବ ବୋଲି ପ୍ରଶାସନିକ ସ୍ତରରେ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରଶମିତ ହୋଇଥିଲା ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା।
- ପାନୀୟ ଜଳଯୋଗାଣର ଅବ୍ୟବସ୍ଥା ନେଇ ନୁଆସାହିରେ ରାସ୍ତାରୋକ l ପଦ୍ମପୁର, ୨୦।୦୪ (ନିପ୍ର) ପଦ୍ମପୁରବାସୀଙ୍କ ଜଳକଷ୍ଟ ଏବେ ଜନ ଆନ୍ଦୋଳନର ରୂପ ନେଇଛି। ଦୀର୍ଘ ଦିନର ଜଳାଭାବ ଏବଂ କୋଟି କୋଟି ଟଙ୍କାର ବସୁଧା ପ୍ରକଳ୍ପରେ ଦେଖାଦେଇଥିବା ବାରମ୍ବାର ଯାନ୍ତ୍ରିକ ତ୍ରୁଟିକୁ ନେଇ ଆଜି ପଦ୍ମପୁରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ପାନୀୟ ଜଳ ଯୋଗାଣରେ ବିପର୍ଯ୍ୟସ୍ତ ଅବସ୍ଥାକୁ ପ୍ରତିବାଦ କରି ଆଜି ପଦ୍ମପୁର ନୂଆସାହି ନିକଟରେ ଶତାଧିକ ମହିଳା ଓ ପୁରୁଷ ଗୁଣପୁର ପଦ୍ମପୁର ମୁଖ୍ୟ ରାସ୍ତାକୁ ଦୀର୍ଘ ଘଣ୍ଟା ଧରି ଅବରୋଧ କରିଥିଲେ। ଫଳରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନର ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ଏଠାରେ ସୂଚନାଯୋଗ୍ୟ ଯେ, ଗୁମୁଡ଼ା ନଦୀ କୂଳରେ ଥିବା ପ୍ରକଳ୍ପର ମୁଖ୍ୟ ପ୍ରଡକ୍ସନ ୱେଲ ମଧ୍ୟରେ ଅତ୍ୟଧିକ ବାଲି ଓ ମାଟି ଜମିଯିବା ସହ ଏକ ୧୫ ଏଚ.ପି.ର ପମ୍ପ ମୋଟର ପୋଡ଼ି ଯାଇଥିଲା। ଫଳରେ ତିନୋଟି ଯାକ ବୋରୱେଲ୍କୁ କମ୍ପ୍ରେସର ମାଧ୍ୟମରେ ସଫା କରାଯିବା ସହ ଦୁଇଟି ନୂତନ ଉଚ୍ଚ କ୍ଷମତା ସମ୍ପନ୍ନ ମୋଟର ସ୍ଥାପନ କରାଯାଇଛି। ଏହି ଯାନ୍ତ୍ରିକ ତ୍ରୁଟି ଏବଂ ପୂର୍ବରୁ ବିଛାଯାଇଥିବା ନିମ୍ନ ମାନର ପାଇପ୍ ଫାଟି ପାଣି ନଷ୍ଟ ହେଉଥିବାରୁ ନୂଆସାହି, ମାର୍କମା ସାହି, ଇନ୍ଦିରା ନଗର, ବଡ଼ ସାହି, ସୌରା ସାହି ଏବଂ ସୁନାରୀ ସାହି ଭଳି ଅଞ୍ଚଳରେ ଦୀର୍ଘ ଦିନ ହେଲା ଜଳ ଯୋଗାଣ ବନ୍ଦ ରହିଥିଲା। ପ୍ରଖର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ପାଣି ମୁନ୍ଦାଏ ପାଇଁ ହନ୍ତସନ୍ତ ହୋଇ ଶେଷରେ ସ୍ଥାନୀୟ ବାସିନ୍ଦା ରାସ୍ତାକୁ ଓହ୍ଲାଇଥିଲେ। ଖବରପାଇ ଘଟଣା ସ୍ଥଳରେ ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଜାନୀ ଏବଂ ଆରଡବ୍ଲୁଏସଏସ ବିଭାଗର କନିଷ୍ଠ ଯନ୍ତ୍ରୀ ଅଜୟ ମାଝୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ସାହି ଗୁଡ଼ିକୁ ଦିନ ଛାଡ଼ି ଦିନେ ନିୟମିତ ଭାବେ ଜଳ ଯୋଗାଣ କରାଯିବ ବୋଲି ପ୍ରଶାସନିକ ସ୍ତରରେ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନ ପ୍ରଶମିତ ହୋଇଥିଲା ଏବଂ ଯାତାୟାତ ସ୍ୱାଭାବିକ ହୋଇଥିଲା।3
- ମହିଳା ସଂରକ୍ଷଣ ବିଲ୍କୁ ନେଇ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସରକାର ମହିଳାମାନଙ୍କୁ ସଶକ୍ତ କରିବା ପରିବର୍ତ୍ତେ କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଭୋଟ୍ ରାଜନୀତି କରୁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ଏନେଇ କଣ କହୁଛନ୍ତି ସପ୍ତଗିରି ଉଲାକା, ଆସନ୍ତୁ ଶୁଣିବା...1
- ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କୁ ସମ୍ବର୍ଦ୍ଧନା ଭାଜପା କର୍ମୀମାନେ ଜଣାଇଥିଲେ। ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ରାଜ୍ୟ ସ୍ତରୀୟ ପଦାଧିକାରୀ ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କ ଅଧୀନରେ ଭାଜପା ପଂଚାୟତ ନିର୍ବାଚନ ରେ ଭଲ ପ୍ରଦର୍ଶନ କରିବ ବୋଲି ଭାଜପା କର୍ମୀ ଆଶା କରୁଛନ୍ତି।1
- Post by Ansubhai Pandey1
- ତା. 17/04/2026 ରିଖ ଦିନ ରାଇକିଆ ବ୍ଲକ ର କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହେଇଯାଇଛି। ଉକ୍ତ ବୈଠକ ରେ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପରିଡା, ମାନ୍ୟବର ବିଧାୟକ ଜି ଉଦୟଗିରି ଶ୍ରୀଯୁକ୍ତu ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ, ବ୍ଲକ କଂଗ୍ରେସ ସଭାପତି, ପଂଚାୟତ ସଭାପତି, ୱାର୍ଡ ସଭାପତି ଏବଂ ଶତାଧିକ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ, କିଛି ନିର୍ଦ୍ଧିଷ୍ଟ ବ୍ୟକ୍ତି ମାନେ ଅନ୍ୟ କାହା କଥା ରେ ପ୍ରେରିତ ହୋଇ ସଭା କୁ ଭଣ୍ଡୁର କରିବାକୁ ଚେଷ୍ଟା କରିଥିଲେ କିନ୍ତୁ ସଫଳ ହୋଇ ନ ଥିଲେ। ଜିଲ୍ଲା ରେ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପରିଡ଼ା ଜିଲ୍ଲା କଂଗ୍ରେସ କମିଟି ସଭାପତି ଦାୟିତ୍ୱ ନେଲା ପରେ କଂଗ୍ରେସ ଦଳ ଦିନକୁ ଦିନକୁ ବଢ଼ିବାରେ ଲାଗିଛି। କନ୍ଧମାଳ ଜିଲ୍ଲା ରେ କଂଗ୍ରେସ କର୍ମୀ ଓ ଭୋଟର ଆଗ୍ରହ ପ୍ରକାଶ କରିଥିବାର ଲୋକଙ୍କ ଠାରୁ ଶୁଣିବାକୁ ମିଳିଛି। କନ୍ଧମାଳ ରୁ ଵି ଇ ରୋ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର।1
- (ବିଜେପି ରେ ମିଶିଲେ ଥାଇଳୋ ଓ ଓଚିନ୍ଦା ପଞ୍ଚାୟତ ର ପୂର୍ବତନ ସମିତି ସଭ୍ୟ ଏବଂ ଶତାଧିକ କର୍ମୀ ) ଜଗତସିଂହପୁର ତା =20/4/26 ବିଶ୍ୱ ଗୁରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦାମୋଦର ମୋଦି ଙ୍କ ନିତି ଆଦର୍ଶ ଏବଂ ଭାରତୀୟ ଜନତା ପାଟିର ବିଚାରଧାରା ରେ ଅନୁପ୍ରାଣିତ ହୋଇ ବାଲିକୁଦା ବ୍ଲକ ଥାଇଳୋ ପଞ୍ଚାୟତ ର ପୂର୍ବତନ ସମିତି ସଭ୍ୟ ବିଶିଷ୍ଟ ସମାଜସେବୀ ପ୍ରଫୁଲ୍ଲ ଚନ୍ଦ୍ର ବାହାଲିଆ ଶତାଧିକ ସମର୍ଥକମାନଙ୍କୁ ନେଇ ବିଧିବଦ୍ଧ ଭାବେ ବିଜେପି ରେ ଯୋଗଦେଇଛନ୍ତି |ଏହି ପରିପ୍ରେକ୍ଷୀରେ ବିଜେପିର ପୂର୍ବତନ ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ବିଶିଷ୍ଟ ସମାଜସେବୀ ସଞ୍ଜୟ କୁମାର ମହାନ୍ତି ଙ୍କ ବୋରିକିନା ତିତିରା ସ୍ଥିତ ବାସଭବନ ରେ ଶତାଧିକ କର୍ମକର୍ତା ଉପସ୍ଥିତ ହୋଇଥିଲେ | ଶ୍ରୀ ଯୁକ୍ତ ମହାନ୍ତି ପୁଷ୍ପଗୁଚ୍ଛ ଦଳୀୟ ଟୋପି ଦେଇ ସମସ୍ତ କର୍ମକର୍ତା ଙ୍କୁ ବିଧିବଦ୍ଧ ଭାବେ ବିଜେପି ରେ ପ୍ରାଥମିକ ସଦସ୍ୟତା ଗ୍ରହଣ କରିଥିବା ବେଳେ ମାଛଗାଁ ଓଚିନ୍ଦା ଠାରେ ଜ଼ିଲ୍ଲା ସଭାପତି ପ୍ରତାପ କୁମାର ମିଶ୍ର ଏବଂ ବରିଷ୍ଠ ବିଜେପି ନେତା ସଞ୍ଜୟ କୁମାର ମହାନ୍ତି ଙ୍କ ଉପସ୍ଥିତ ରେ ଶତାଧିକ ବିଭିନ୍ନ ଦଳ ର କର୍ମକର୍ତା ବିଜେପି ରେ ସାମିଲ ହୋଇଛନ୍ତି |ଆଗାମୀ ଦିନରେ ବିଜେପି କୁ ବିଶ୍ୱର ସର୍ବ ବୃହତ ଦଳ ଭାବେ ପରିଗଣିତ କରିବାକୁ ସଂକଳ୍ପ କରିଛନ୍ତି | ଜଗତସିଂହପୁର ରୁ ଗଣେଶ ପାଣିଗ୍ରାହୀ ରିପୋର୍ଟ ଙ୍କ ରିପୋର୍ଟ1
- ଦେଖନ୍ତୁ ଓ ଶୁଣନ୍ତୁ ଆପଣମାନେ 🙏🙏🙏1
- ମହିଳା ସଂରକ୍ଷଣ ବିଲ୍କୁ ନେଇ ସରକାର ଙ୍କୁ ଘେରିଲେ ସାଂସଦ ସପ୍ତଗିରି ଉଲାକା। ମହିଳା ସଂରକ୍ଷଣ ବିଲ୍କୁ କାର୍ଯ୍ୟକାରୀ କରିବାରେ ବିଳମ୍ବ ଓ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟକୁ ନେଇ ତୀବ୍ର ସମାଲୋଚନା କରିଛନ୍ତି କୋରାପୁଟ ସାଂସଦ ସପ୍ତଗିରି ଉଲାକା। ସେ ଅଭିଯୋଗ କରିଛନ୍ତି ଯେ, ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ମହିଳା ମାନଙ୍କୁ ସଶକ୍ତ କରିବା ଅପେକ୍ଷା ମିଥ୍ୟା ପ୍ରଚାର କରି ଭୋଟ୍ ହାତେଇବାକୁ ଅଧିକ ପ୍ରୟାସ କରୁଛନ୍ତି। ଶ୍ରୀ ଉଲାକା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ୨୦୨୩ ମସିହାରେ ସମସ୍ତ ରାଜନୈତିକ ଦଳର ସହମତିରେ ସଂସଦରେ ପାରିତ ହୋଇଥିଲା। କିନ୍ତୁ ଦୁର୍ଭାଗ୍ୟର ବିଷୟ, ଏହାର ଗେଜେଟ୍ ନୋଟିଫିକେସନ୍ ପ୍ରକାଶ କରିବା ପାଇଁ ସରକାରଙ୍କୁ ଦୀର୍ଘ ସମୟ ଲାଗିଗଲା। ଗତ ୧୬ ଏପ୍ରିଲ ୨୦୨୬ରେ ଏହି ନୋଟିଫିକେସନ୍ ବାହାରିବା ସରକାରଙ୍କ ଇଚ୍ଛାଶକ୍ତିର ଅଭାବକୁ ସ୍ପଷ୍ଟ କରୁଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ସରକାରଙ୍କ ପାଖରେ ଆବଶ୍ୟକୀୟ ସଂଖ୍ୟା ବଳ ନଥିବା ବେଳେ ବିରୋଧୀ ଦଳର ସହାୟତାରେ ଏହି ବିଲ୍ ପାସ ହୋଇଥିଲା। କିନ୍ତୁ ନିର୍ବାଚନ ସମୟରେ ଏହାକୁ ଏକ ରାଜନୈତିକ ଚାଲ୍ ଭାବେ ବ୍ୟବହାର କରାଯାଉଛି। କୌଣସି ପ୍ରକାର ସର୍ବଦଳୀୟ ଆଲୋଚନା କିମ୍ବା ପରାମର୍ଶ ନକରି ସରକାର ଏକପାଖିଆ ଭାବେ କାର୍ଯ୍ୟ କରୁଛନ୍ତି। କଂଗ୍ରେସ ବିରୋଧରେ ମିଥ୍ୟା ଅପପ୍ରଚାର କରି ସରକାର ନିଜର ବିଫଳତା ଲୁଚାଇବାକୁ ଚେଷ୍ଟା କରୁଥିବା ବେଳେ ଦେଶର ମହିଳାମାନେ ଏହାର ଉଚିତ୍ ଜବାବ ଦେବେ ବୋଲି ସାଂସଦ ଚେତାବନୀ ଦେଇଛନ୍ତି।1