logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଓଲଟି ପଡିଲା ବୋଲେରୋ ପିକ୍ଅପ ଭ୍ୟାନଗାଡି ଚାଳକ ଗୁରୁତର ଆହତ,,,,,,,,,,,,,,,, ଓଲଟି ପଡିଲା ବୋଲେରୋ ପିକ୍ଅପ ଭ୍ୟାନ୍।ଗାଡି ଚାଳକ ଆହତ। ବେଲବାହାଳି,ରାସୋଳ, ତା୦୭-୦୮: ରିପୋର୍ଟ ବିଭୁ ପ୍ରସାଦ ଶତପଥୀ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଉପଖଣ୍ଡ ରାସୋଳ ଥାନା ଅନ୍ତର୍ଗତ ବେଲବାହାଳି ସ୍କୁଲ୍ ନିକଟରେ ବୋଲେରୋ ପିକ୍ ଅପ୍ ଓଲଟିପଡିବାର ଦେଖିବାକୁ ମିଳିଛି।ପୁରୁଣା କଟକ ସମ୍ବଲପୁର ରାସ୍ତାରେ ଗତକାଲି ବିଳମ୍ବିତ ରାତିରେ ବରଗଡ଼ରୁ ନୁଆହାଟ ଅଭିମୁଖେ ପରିବା ବୋଝେଇ ପିକପ୍ ଭ୍ୟାନ୍ ଯାଉଥିବାବେଳେ ରାସୋଳ ଥାନା ଅନ୍ତର୍ଗତ ବେଲବାହାଳି ସ୍କୁଲ୍ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା।ଫଳରେ ଗାଡ଼ି ଚାଳକଙ୍କ ହାତ ଭାଙ୍ଗି ଯାଇଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଆମ୍ବୁଲାନ୍ସ୍ ଯୋଗେ ଗାଡ଼ି ଚାଳକଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲ୍ ନିଆ ଯାଇଥିବାର ଜଣାପଡ଼ିଛି।

20 hrs ago
user_Santosh Nayak PRESS
Santosh Nayak PRESS
Local News Reporter Balangir, Odisha•
20 hrs ago

ଓଲଟି ପଡିଲା ବୋଲେରୋ ପିକ୍ଅପ ଭ୍ୟାନଗାଡି ଚାଳକ ଗୁରୁତର ଆହତ,,,,,,,,,,,,,,,, ଓଲଟି ପଡିଲା ବୋଲେରୋ ପିକ୍ଅପ ଭ୍ୟାନ୍।ଗାଡି ଚାଳକ ଆହତ। ବେଲବାହାଳି,ରାସୋଳ, ତା୦୭-୦୮: ରିପୋର୍ଟ ବିଭୁ ପ୍ରସାଦ ଶତପଥୀ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଉପଖଣ୍ଡ ରାସୋଳ ଥାନା ଅନ୍ତର୍ଗତ ବେଲବାହାଳି ସ୍କୁଲ୍ ନିକଟରେ ବୋଲେରୋ ପିକ୍ ଅପ୍ ଓଲଟିପଡିବାର ଦେଖିବାକୁ ମିଳିଛି।ପୁରୁଣା କଟକ ସମ୍ବଲପୁର ରାସ୍ତାରେ ଗତକାଲି ବିଳମ୍ବିତ ରାତିରେ ବରଗଡ଼ରୁ ନୁଆହାଟ ଅଭିମୁଖେ ପରିବା ବୋଝେଇ ପିକପ୍ ଭ୍ୟାନ୍ ଯାଉଥିବାବେଳେ ରାସୋଳ ଥାନା ଅନ୍ତର୍ଗତ ବେଲବାହାଳି ସ୍କୁଲ୍ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା।ଫଳରେ ଗାଡ଼ି ଚାଳକଙ୍କ ହାତ ଭାଙ୍ଗି ଯାଇଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଆମ୍ବୁଲାନ୍ସ୍ ଯୋଗେ ଗାଡ଼ି ଚାଳକଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲ୍ ନିଆ ଯାଇଥିବାର ଜଣାପଡ଼ିଛି।

More news from Odisha and nearby areas
  • ପୌର ପରିଷଦ ର ଖାମ ଖିଆଲ ନୀତି,କାଗଜ କଲମ ରେ ବିକାଶ ଆଳରେ ବିନାଶ, ଜାଲ ବିଲ ଭାଉଚର ରେ ସୀମିତ କାର୍ଯ୍ୟ ନେଇ ପ୍ରତିକ୍ରିୟା। ଟିଟିଲାଗଡ ସହର ରେ ଅ ସଜଡା ଶୌଚାଳୟ ଟିଟିଲାଗଡ଼, ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ପୌର ପରିଷଦ ର ୱାର୍ଡ ନମ୍ବର ୧୨ ରେ ଦେଖିବାକୁ ମିଳିଛି ଏ ପରି ଏକ ଘୃଣ୍ୟ ଶୌଚାଳୟ । କାଗଜ କଲମରେ ସବୁ ବିକାଶ ହୋଇ ଯାଇଛି l ଟିଟିଲାଗଡ ସହର ରେ ଗୋଷ୍ଠୀ ଶୌଚାଳୟ ବହୁତ୍ ଅଛି କିନ୍ତୁ ସଫା ସୁତୁରା ନ ଥିବାରୁ ବ୍ୟବହାର ହେଉ ନାହିଁ । ୧୨ ନମ୍ବର ୱାର୍ଡ କଟକିଆ ପଡ଼ା ରେ ଯେଉଁ ଗୋଷ୍ଠୀ ଶୌଚାଳୟ ଅଛି ତାହାର କଥା ନ କହିବା ଭଲ । ଆଜକୁ ଦୁଇ ବର୍ଷ ଆଗରୁ ବ୍ୟବହାର ହେଉ ନାହିଁ । ଏହି ୱାର୍ଡ ରେ ହାରାହାରି ପଚାଶ ପରିବାର ଗୋଷ୍ଠୀ ଶୌଚାଳୟ ରେ ନିର୍ଭର କରନ୍ତି । ପୌର ପରିଷଦ ତରଫରୁ ସଫା ସୁତୁରା କରି ଦେଉ ନ ଥିବା ଅଭିଯୋଗ ହୋଇଛି । ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହୋଇଛି । ଖବର ପ୍ରସାରଣ ପାଇଁ ଅଧିକାରୀ ଙ୍କ ସହ କଥା ହେବାରୁ ଶୌଚାଳୟ କୁ ଶୀଘ୍ର ସଫାସୁତୁରା କରି କାର୍ଯ୍ୟକ୍ଷମ କରାଯିବ ବୋଲି ସଫେଇ ଦେଇ ଥିଲେ । ବର୍ଷା ଋତୁରେ ଏହି ଶୌଚାଳୟ ବ୍ୟବହାର ହେଉ ନ ଥିବାରୁ ଲୋକେ ବହୁତ୍ ହଇରାଣ ହେଉଥିବା ଦେଖିବାକୁ ମିଳିଛି ।
    1
    ପୌର ପରିଷଦ ର ଖାମ ଖିଆଲ ନୀତି,କାଗଜ କଲମ ରେ ବିକାଶ ଆଳରେ ବିନାଶ, ଜାଲ ବିଲ ଭାଉଚର ରେ ସୀମିତ କାର୍ଯ୍ୟ ନେଇ ପ୍ରତିକ୍ରିୟା।
ଟିଟିଲାଗଡ ସହର ରେ ଅ ସଜଡା ଶୌଚାଳୟ 
ଟିଟିଲାଗଡ଼, ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ପୌର ପରିଷଦ ର  ୱାର୍ଡ ନମ୍ବର ୧୨ ରେ ଦେଖିବାକୁ ମିଳିଛି ଏ ପରି ଏକ ଘୃଣ୍ୟ ଶୌଚାଳୟ ।  କାଗଜ କଲମରେ ସବୁ ବିକାଶ ହୋଇ ଯାଇଛି l ଟିଟିଲାଗଡ ସହର ରେ ଗୋଷ୍ଠୀ ଶୌଚାଳୟ  ବହୁତ୍ ଅଛି କିନ୍ତୁ ସଫା ସୁତୁରା ନ ଥିବାରୁ  ବ୍ୟବହାର ହେଉ ନାହିଁ । ୧୨ ନମ୍ବର ୱାର୍ଡ କଟକିଆ ପଡ଼ା ରେ ଯେଉଁ ଗୋଷ୍ଠୀ ଶୌଚାଳୟ ଅଛି  ତାହାର କଥା ନ କହିବା ଭଲ । ଆଜକୁ ଦୁଇ ବର୍ଷ ଆଗରୁ ବ୍ୟବହାର  ହେଉ ନାହିଁ । ଏହି ୱାର୍ଡ ରେ ହାରାହାରି  ପଚାଶ  ପରିବାର ଗୋଷ୍ଠୀ ଶୌଚାଳୟ ରେ ନିର୍ଭର କରନ୍ତି  । ପୌର ପରିଷଦ ତରଫରୁ ସଫା ସୁତୁରା କରି ଦେଉ ନ ଥିବା ଅଭିଯୋଗ ହୋଇଛି । ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ ହୋଇଛି । ଖବର ପ୍ରସାରଣ ପାଇଁ  ଅଧିକାରୀ ଙ୍କ ସହ କଥା ହେବାରୁ  ଶୌଚାଳୟ କୁ ଶୀଘ୍ର ସଫାସୁତୁରା କରି କାର୍ଯ୍ୟକ୍ଷମ କରାଯିବ ବୋଲି ସଫେଇ ଦେଇ ଥିଲେ । ବର୍ଷା ଋତୁରେ ଏହି ଶୌଚାଳୟ ବ୍ୟବହାର ହେଉ ନ ଥିବାରୁ ଲୋକେ ବହୁତ୍ ହଇରାଣ  ହେଉଥିବା ଦେଖିବାକୁ ମିଳିଛି ।
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    8 hrs ago
  • କୁନାଶିଲା-ମହିବିଲା ରାସ୍ତା ପାଲଟିଛି ମରଣଯନ୍ତା, ସ୍ଥାନୀୟ ଅଞ୍ଚଳବାସୀ ହଇରାଣ
    1
    କୁନାଶିଲା-ମହିବିଲା ରାସ୍ତା ପାଲଟିଛି ମରଣଯନ୍ତା, ସ୍ଥାନୀୟ ଅଞ୍ଚଳବାସୀ ହଇରାଣ
    user_ବୌଦ୍ଧ ଦର୍ପଣ
    ବୌଦ୍ଧ ଦର୍ପଣ
    Voice of people କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    10 hrs ago
  • ଅସଂପୂର୍ଣ୍ଣ ହୋଇ ପଡି ରହିଛି ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ପଞ୍ଚାୟତର ପୋଡ଼ାପଦର ସ୍ଥିତ ବିଜୁକଲ୍ୟାଣ ମଣ୍ଡପ । ୨୦୨୧-୨୨ର ଟିଏଫସିରୁ ନିର୍ମିତ ହେଉଥିବା ମଣ୍ଡପ କେବେ ହେବ ସଂପୂର୍ଣ୍ଣ ?
    1
    ଅସଂପୂର୍ଣ୍ଣ ହୋଇ ପଡି ରହିଛି ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ପଞ୍ଚାୟତର ପୋଡ଼ାପଦର ସ୍ଥିତ ବିଜୁକଲ୍ୟାଣ ମଣ୍ଡପ । ୨୦୨୧-୨୨ର ଟିଏଫସିରୁ ନିର୍ମିତ ହେଉଥିବା ମଣ୍ଡପ କେବେ ହେବ ସଂପୂର୍ଣ୍ଣ ?
    user_Prabhat Sahu
    Prabhat Sahu
    Local News Reporter କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    10 hrs ago
  • ରାସ୍ତା ଖରାପ ଯୋଗୁଁ ଯାଇପରିଲାନି ଏମ୍ବୁଲାଂଶ ରୋଗୀଙ୍କୁ ଦେଢ଼ କିଲୋମିଟର ବାଇକରେ ଆଣିଲେ ପରିବାର
    1
    ରାସ୍ତା ଖରାପ ଯୋଗୁଁ ଯାଇପରିଲାନି ଏମ୍ବୁଲାଂଶ ରୋଗୀଙ୍କୁ ଦେଢ଼ କିଲୋମିଟର ବାଇକରେ ଆଣିଲେ ପରିବାର
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    8 hrs ago
  • ବାଲି ମାଫିଆଙ୍କୁ ସାବାଡ଼ କରିବାକୁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ଏବେ ବାଲି ପାଇଁ ଧାର୍ଯ୍ୟ ହେଲା MSP। ଏଣିକି ଏକ କ୍ୟୁବିକ ମିଟର ବାଲି ୩୪୦ ଟଙ୍କାରେ ମିଳିବ, ଅର୍ଥାତ ଗୋଟିଏ ଟ୍ରାକ୍ଟର ବାଲି ପାଇଁ ଲୋକଙ୍କୁ ମାତ୍ର ୬୮୦ ଟଙ୍କା ଦେବାକୁ ପଡ଼ିବ। ଚୋରା କାରବାର ରୋକିବାକୁ ଖୁବଶୀଘ୍ର ୧୦୦ରୁ ଅଧିକ ବାଲି ଖାଦାନର ଇ-ଲଟେରୀ କରାଯିବ ବୋଲି ଘୋଷଣା କରିଛନ୍ତି ଖଣି ମନ୍ତ୍ରୀ।
    1
    ବାଲି ମାଫିଆଙ୍କୁ ସାବାଡ଼ କରିବାକୁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ଏବେ ବାଲି ପାଇଁ ଧାର୍ଯ୍ୟ ହେଲା MSP। ଏଣିକି ଏକ କ୍ୟୁବିକ ମିଟର ବାଲି ୩୪୦ ଟଙ୍କାରେ ମିଳିବ, ଅର୍ଥାତ ଗୋଟିଏ ଟ୍ରାକ୍ଟର ବାଲି ପାଇଁ ଲୋକଙ୍କୁ ମାତ୍ର ୬୮୦ ଟଙ୍କା ଦେବାକୁ ପଡ଼ିବ। 
ଚୋରା କାରବାର ରୋକିବାକୁ ଖୁବଶୀଘ୍ର ୧୦୦ରୁ ଅଧିକ ବାଲି ଖାଦାନର ଇ-ଲଟେରୀ କରାଯିବ ବୋଲି ଘୋଷଣା କରିଛନ୍ତି ଖଣି ମନ୍ତ୍ରୀ।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • #ଜଳଛାୟା_ପ୍ରକଳ୍ପ_ରେ_ନିମ୍ନ_ମାନର_କାମ_ହୋଇଛି ଏହାକୁ ନେଇ ସୁବର୍ଣପୁର ଜ଼ିଲ୍ଲା ତରଭା ବ୍ଲକ ପାଇକବାହାଲ ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମହଣିପାଲି/ରାଜପାଲି ବାରପାହାଡ_ପୀଠରେ ଜଳଛାୟା ପ୍ରକଳ୍ପର କାମର ମାନ ଏବଂ ସ୍ଥାୟିତ୍ୱ ଉପରେ ଗ୍ରାମବାସୀ ତଥା ଆଞ୍ଚଳିକ ବାରପାହାଡ ସେନା ପ୍ରଶ୍ନ ଉଠାଇ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅଭିଯୋଗ କରିଛନ୍ତି District Administration Subarnapur #district_administration_subarnapur #dist_admin_subarnapur #dfosubarnapur #rishitv #hilights #trendingpost #lowwork
    1
    #ଜଳଛାୟା_ପ୍ରକଳ୍ପ_ରେ_ନିମ୍ନ_ମାନର_କାମ_ହୋଇଛି
ଏହାକୁ ନେଇ ସୁବର୍ଣପୁର ଜ଼ିଲ୍ଲା ତରଭା ବ୍ଲକ ପାଇକବାହାଲ ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମହଣିପାଲି/ରାଜପାଲି ବାରପାହାଡ_ପୀଠରେ ଜଳଛାୟା ପ୍ରକଳ୍ପର କାମର ମାନ ଏବଂ ସ୍ଥାୟିତ୍ୱ ଉପରେ ଗ୍ରାମବାସୀ ତଥା ଆଞ୍ଚଳିକ ବାରପାହାଡ ସେନା ପ୍ରଶ୍ନ ଉଠାଇ  ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅଭିଯୋଗ କରିଛନ୍ତି 
District Administration Subarnapur 
#district_administration_subarnapur #dist_admin_subarnapur #dfosubarnapur
#rishitv #hilights #trendingpost #lowwork
    user_Ranjan hota
    Ranjan hota
    Sonepur, Odisha•
    2 hrs ago
  • ବନ୍ଧୁ ହେବ ତ ଏମିତି l ଅଜଣା ଅଚିହ୍ନା ଏହି ଦୁଇ କୁଷ୍ଠରୋଗୀ ଏବେ ପାଲଟି ଯାଇଛନ୍ତି ଉତ୍ତମ ବନ୍ଧୁ
    1
    ବନ୍ଧୁ ହେବ ତ ଏମିତି l ଅଜଣା ଅଚିହ୍ନା ଏହି ଦୁଇ କୁଷ୍ଠରୋଗୀ ଏବେ ପାଲଟି ଯାଇଛନ୍ତି ଉତ୍ତମ ବନ୍ଧୁ
    user_SONEPUR NEWS
    SONEPUR NEWS
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    14 hrs ago
  • ସବୁ ଧାମ ମଧେ ଶ୍ରେଷ୍ଠ ବୋଲି ତୁମେ ବସିଛ ସାଆନ୍ତେ ପୁରୁଷୋତମେ 🙏🙏 ସବୁ ଧାମ ମଧେ ଶ୍ରେଷ୍ଠ ବୋଲି ତୁମେ ବସିଛ ସାଆନ୍ତେ ପୁରୁଷୋତମେ 🙏🙏
    1
    ସବୁ ଧାମ ମଧେ ଶ୍ରେଷ୍ଠ ବୋଲି ତୁମେ ବସିଛ ସାଆନ୍ତେ ପୁରୁଷୋତମେ 🙏🙏
ସବୁ ଧାମ ମଧେ ଶ୍ରେଷ୍ଠ ବୋଲି ତୁମେ ବସିଛ ସାଆନ୍ତେ ପୁରୁଷୋତମେ 🙏🙏
    user_Santosh Nayak PRESS
    Santosh Nayak PRESS
    Local News Reporter Balangir, Odisha•
    20 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.