logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ରାଜ୍ୟ ରାଜନୀତି ରେ ଯାଜପୁର ଜିଲ୍ଲା ଆଗରେ ଥିଲା ବେଳେ ଅପରାଧ ରେ ବି ଭଲ ଅଗ୍ରଗତି ହୋଇଥିବା ବିରୁଦ୍ଧରେ ଜିଲ୍ଲା ବିଜେଡି ପକ୍ଷରୁ ଏସପି ଙ୍କୁ ଦୁଢ ଦାବି ଯାଜପୁର ଜିଲ୍ଲାରେ ଦିନକୁ ଦିନ ଅବନତି ହେଉଥିବା ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଆଜି ଜିଲ୍ଲା ଆରକ୍ଷୀ ଅଧିକ୍ଷକ (SP)ଙ୍କୁ ଭେଟି ଯାଜପୁର ଜିଲ୍ଲା ବିଜେଡି ନେତା ଓ ନେତ୍ରୀ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଥିଲେ ।ଜିଲ୍ଲାରେ ବୃଦ୍ଧି ପାଉଥିବା ଅପରାଧିକ କାର୍ଯ୍ୟକଳାପ,ସାଧାରଣ ଲୋକଙ୍କ ମନରେ ସୃଷ୍ଟି ହେଉଥିବା ଭୟ ଓ ଅସୁରକ୍ଷାବୋଧ ଏବେ ଗଭୀର ଚିନ୍ତାର କାରଣ ହୋଇଛି । ଯାହାକି ଏହି ପରିସ୍ଥିତିକୁ ଗୁରୁତ୍ୱ ସହ ନେଇ, ଶୀଘ୍ର ଓ କଠୋର ପଦକ୍ଷେପ ଗ୍ରହଣ କରି ସାଧାରଣ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ଦୃଢ଼ ଦାବି ବିଜେଡି ପକ୍ଷରୁ କରାଯାଇଛି ।

2 hrs ago
user_ସୁଧାଂଶୁ ଶେଖର ନାୟକ
ସୁଧାଂଶୁ ଶେଖର ନାୟକ
Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
2 hrs ago

ରାଜ୍ୟ ରାଜନୀତି ରେ ଯାଜପୁର ଜିଲ୍ଲା ଆଗରେ ଥିଲା ବେଳେ ଅପରାଧ ରେ ବି ଭଲ ଅଗ୍ରଗତି ହୋଇଥିବା ବିରୁଦ୍ଧରେ ଜିଲ୍ଲା ବିଜେଡି ପକ୍ଷରୁ ଏସପି ଙ୍କୁ ଦୁଢ ଦାବି ଯାଜପୁର ଜିଲ୍ଲାରେ ଦିନକୁ ଦିନ ଅବନତି ହେଉଥିବା ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଆଜି ଜିଲ୍ଲା ଆରକ୍ଷୀ ଅଧିକ୍ଷକ (SP)ଙ୍କୁ ଭେଟି ଯାଜପୁର ଜିଲ୍ଲା ବିଜେଡି ନେତା ଓ ନେତ୍ରୀ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଥିଲେ ।ଜିଲ୍ଲାରେ ବୃଦ୍ଧି ପାଉଥିବା ଅପରାଧିକ କାର୍ଯ୍ୟକଳାପ,ସାଧାରଣ ଲୋକଙ୍କ ମନରେ ସୃଷ୍ଟି ହେଉଥିବା ଭୟ ଓ ଅସୁରକ୍ଷାବୋଧ ଏବେ ଗଭୀର ଚିନ୍ତାର କାରଣ ହୋଇଛି । ଯାହାକି ଏହି ପରିସ୍ଥିତିକୁ ଗୁରୁତ୍ୱ ସହ ନେଇ, ଶୀଘ୍ର ଓ କଠୋର ପଦକ୍ଷେପ ଗ୍ରହଣ କରି ସାଧାରଣ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ଦୃଢ଼ ଦାବି ବିଜେଡି ପକ୍ଷରୁ କରାଯାଇଛି ।

More news from ଓଡ଼ିଶା and nearby areas
  • ଯାଜପୁର ଜିଲ୍ଲାରେ ଦିନକୁ ଦିନ ଅବନତି ହେଉଥିବା ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଆଜି ଜିଲ୍ଲା ଆରକ୍ଷୀ ଅଧିକ୍ଷକ (SP)ଙ୍କୁ ଭେଟି ଯାଜପୁର ଜିଲ୍ଲା ବିଜେଡି ନେତା ଓ ନେତ୍ରୀ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଥିଲେ ।ଜିଲ୍ଲାରେ ବୃଦ୍ଧି ପାଉଥିବା ଅପରାଧିକ କାର୍ଯ୍ୟକଳାପ,ସାଧାରଣ ଲୋକଙ୍କ ମନରେ ସୃଷ୍ଟି ହେଉଥିବା ଭୟ ଓ ଅସୁରକ୍ଷାବୋଧ ଏବେ ଗଭୀର ଚିନ୍ତାର କାରଣ ହୋଇଛି । ଯାହାକି ଏହି ପରିସ୍ଥିତିକୁ ଗୁରୁତ୍ୱ ସହ ନେଇ, ଶୀଘ୍ର ଓ କଠୋର ପଦକ୍ଷେପ ଗ୍ରହଣ କରି ସାଧାରଣ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ଦୃଢ଼ ଦାବି ବିଜେଡି ପକ୍ଷରୁ କରାଯାଇଛି ।
    1
    ଯାଜପୁର ଜିଲ୍ଲାରେ ଦିନକୁ ଦିନ ଅବନତି ହେଉଥିବା ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଆଜି ଜିଲ୍ଲା ଆରକ୍ଷୀ ଅଧିକ୍ଷକ (SP)ଙ୍କୁ ଭେଟି ଯାଜପୁର ଜିଲ୍ଲା ବିଜେଡି ନେତା ଓ ନେତ୍ରୀ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଥିଲେ ।ଜିଲ୍ଲାରେ ବୃଦ୍ଧି ପାଉଥିବା ଅପରାଧିକ କାର୍ଯ୍ୟକଳାପ,ସାଧାରଣ ଲୋକଙ୍କ ମନରେ ସୃଷ୍ଟି ହେଉଥିବା ଭୟ ଓ ଅସୁରକ୍ଷାବୋଧ ଏବେ ଗଭୀର ଚିନ୍ତାର କାରଣ ହୋଇଛି । ଯାହାକି 
ଏହି ପରିସ୍ଥିତିକୁ ଗୁରୁତ୍ୱ ସହ ନେଇ, ଶୀଘ୍ର ଓ କଠୋର ପଦକ୍ଷେପ ଗ୍ରହଣ କରି ସାଧାରଣ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ଦୃଢ଼ ଦାବି ବିଜେଡି ପକ୍ଷରୁ କରାଯାଇଛି ।
    user_ସୁଧାଂଶୁ ଶେଖର ନାୟକ
    ସୁଧାଂଶୁ ଶେଖର ନାୟକ
    Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
    2 hrs ago
  • Post by ଯାଜପୁର ଖବର ପ୍ରସାରିତ
    1
    Post by ଯାଜପୁର ଖବର ପ୍ରସାରିତ
    user_ଯାଜପୁର ଖବର ପ୍ରସାରିତ
    ଯାଜପୁର ଖବର ପ୍ରସାରିତ
    ଯାଜପୁର, ଯାଜପୁର, ଓଡ଼ିଶା•
    19 hrs ago
  • ଜଳସେଚନ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ୍ ଜଳସେଚନ ସର୍କଲ ମୁଖ୍ୟ ଯନ୍ତ୍ରୀ ତଥା କେନ୍ଦ୍ରୀୟ ଜଳସେଚନ ସର୍କଲ ର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି ଙ୍କ ଘରେ ଭିଜିଲାନ୍ସ ରେଡ || ଢେଙ୍କାନାଳ ସମେତ କଟକ, ଭୁବନେଶ୍ୱର ଓ ଯାଜପୁର ସମେତ ୬ଟି ଜାଗାରେ ଚାଲିଛି ରେଡ | ଢେଙ୍କାନାଳ ଫାର୍ମ ହାଉସ
    1
    ଜଳସେଚନ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ୍ 
ଜଳସେଚନ ସର୍କଲ ମୁଖ୍ୟ ଯନ୍ତ୍ରୀ ତଥା କେନ୍ଦ୍ରୀୟ ଜଳସେଚନ ସର୍କଲ ର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି ଙ୍କ ଘରେ ଭିଜିଲାନ୍ସ ରେଡ ||  ଢେଙ୍କାନାଳ ସମେତ କଟକ, ଭୁବନେଶ୍ୱର ଓ ଯାଜପୁର ସମେତ ୬ଟି ଜାଗାରେ ଚାଲିଛି ରେଡ | ଢେଙ୍କାନାଳ ଫାର୍ମ ହାଉସ
    user_Tapasdas 6372788705
    Tapasdas 6372788705
    Photographer Jamusara•
    5 hrs ago
  • Post by ନିଷ୍ଠୁର ଦୁନିଆ Live
    1
    Post by ନିଷ୍ଠୁର ଦୁନିଆ Live
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    5 hrs ago
  • Cuttack jila re barsha start
    1
    Cuttack jila re barsha start
    user_Rabindra Kumar sahoo
    Rabindra Kumar sahoo
    କଟକ ସଦର, କଟକ, ଓଡ଼ିଶା•
    1 hr ago
  • କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ବାତିଲ କଟକ ବିଜେଡ଼ି ପକ୍ଷରୁ ବିକ୍ଷୋଭ। ବିଜେପି ସରକାର ମେଟ୍ରୋ ପ୍ରକଳ୍ପ ବନ୍ଦ କରି ଭୁବନେଶ୍ୱର-କଟକର ସ୍ୱପ୍ନକୁ ଧୂଳିସାତ କରିଛି: ବିଜେଡି କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ବର୍ତ୍ତମାନ ସରକାର ବାତିଲ କରିବା ପରିପ୍ରେକ୍ଷୀରେ କଟକ ବିଜେଡ଼ି ପକ୍ଷରୁ ପ୍ରତିବାଦ।
    1
    କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ବାତିଲ
କଟକ ବିଜେଡ଼ି ପକ୍ଷରୁ ବିକ୍ଷୋଭ। ବିଜେପି ସରକାର ମେଟ୍ରୋ ପ୍ରକଳ୍ପ ବନ୍ଦ କରି ଭୁବନେଶ୍ୱର-କଟକର ସ୍ୱପ୍ନକୁ ଧୂଳିସାତ କରିଛି: ବିଜେଡି
କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ବର୍ତ୍ତମାନ ସରକାର  ବାତିଲ କରିବା  ପରିପ୍ରେକ୍ଷୀରେ କଟକ ବିଜେଡ଼ି ପକ୍ଷରୁ ପ୍ରତିବାଦ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    1 hr ago
  • ଖାକି ମାଗୁଛି ଖାକି କୁ ନ୍ୟାୟ ।
    1
    ଖାକି ମାଗୁଛି ଖାକି କୁ ନ୍ୟାୟ ।
    user_Prafulla Kumar Malla
    Prafulla Kumar Malla
    Local News Reporter କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    17 hrs ago
  • ଯାଜପୁର ଜିଲ୍ଲା ଚଣ୍ଡିଖୋଲ-ଡୁବୁରୀ ୫୩ ନମ୍ବର ଜାତୀୟ ରାଜପଥ କନ୍ତପଡ଼ା ବ୍ରାହ୍ମଣୀ ବ୍ରିଜ ନିକଟରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ବ୍ରିଜ୍ ଉପରୁ ପ୍ରାୟ ୩୦ ଫୁଟ ତଳକୁ ଏକ ମୋଟର ସାଇକେଲ ଖସି ପଡ଼ିବାରୁ ଦୁଇ ଜଣ ଯୁବକ ଗୁରୁତର ଭାବେ ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଆହତ ଦୁଇ ଯୁବକ ହେଉଛନ୍ତି ଜେନାପୁର ଥାନା ଅନ୍ତର୍ଗତ ରାଇଛନ୍ଦା ପଞ୍ଚାୟତ ବାରକଣା ଗ୍ରାମର ପ୍ରଶାନ୍ତ ମହାରଣାଙ୍କ ପୁଅ ମଳୟ କୁମାର ମହାରଣା ଏବଂ ଧନେଶ୍ୱର ବାରିକ ଙ୍କ ପୁଅ ଲୁନା ବାରିକ ଉଭୟ ଏକ ବାଇକ୍ ଯୋଗେ ଜାତୀୟ ରାଜପଥ ଦେଇ ଯାଉଥିବା ସମୟରେ କୌଣସି କାରଣବଶତଃ ଗାଡ଼ିଟି ଭାରସାମ୍ୟ ହରାଇ ବ୍ରାହ୍ମଣୀ ବ୍ରିଜ୍ ତଳକୁ ଖସି ପଡ଼ିଥିଲା। ପ୍ରାୟ ୩୦ ଫୁଟ ଗଭୀରକୁ ଖସି ପଡ଼ିବା ଫଳରେ ଉଭୟଙ୍କ ଶରୀରରେ ଗଭୀର ଆଘାତ ଲାଗିଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ବର୍ତ୍ତମାନ ସଙ୍କଟାପନ୍ନ ଥିବା ଜଣାପଡ଼ିଛି।
    1
    ଯାଜପୁର ଜିଲ୍ଲା ଚଣ୍ଡିଖୋଲ-ଡୁବୁରୀ ୫୩ ନମ୍ବର ଜାତୀୟ ରାଜପଥ କନ୍ତପଡ଼ା ବ୍ରାହ୍ମଣୀ ବ୍ରିଜ ନିକଟରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ବ୍ରିଜ୍ ଉପରୁ ପ୍ରାୟ ୩୦ ଫୁଟ ତଳକୁ ଏକ ମୋଟର ସାଇକେଲ ଖସି ପଡ଼ିବାରୁ ଦୁଇ ଜଣ ଯୁବକ ଗୁରୁତର ଭାବେ ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଆହତ ଦୁଇ ଯୁବକ ହେଉଛନ୍ତି ଜେନାପୁର ଥାନା ଅନ୍ତର୍ଗତ ରାଇଛନ୍ଦା ପଞ୍ଚାୟତ ବାରକଣା ଗ୍ରାମର ପ୍ରଶାନ୍ତ ମହାରଣାଙ୍କ ପୁଅ ମଳୟ କୁମାର ମହାରଣା ଏବଂ ଧନେଶ୍ୱର ବାରିକ ଙ୍କ ପୁଅ ଲୁନା ବାରିକ ଉଭୟ ଏକ ବାଇକ୍ ଯୋଗେ ଜାତୀୟ ରାଜପଥ ଦେଇ ଯାଉଥିବା ସମୟରେ କୌଣସି କାରଣବଶତଃ ଗାଡ଼ିଟି ଭାରସାମ୍ୟ ହରାଇ ବ୍ରାହ୍ମଣୀ ବ୍ରିଜ୍ ତଳକୁ ଖସି ପଡ଼ିଥିଲା। ପ୍ରାୟ ୩୦ ଫୁଟ ଗଭୀରକୁ ଖସି ପଡ଼ିବା ଫଳରେ ଉଭୟଙ୍କ ଶରୀରରେ ଗଭୀର ଆଘାତ ଲାଗିଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ବର୍ତ୍ତମାନ ସଙ୍କଟାପନ୍ନ ଥିବା ଜଣାପଡ଼ିଛି।
    user_ସୁଧାଂଶୁ ଶେଖର ନାୟକ
    ସୁଧାଂଶୁ ଶେଖର ନାୟକ
    Engineer ଧର୍ମଶାଳା, ଯାଜପୁର, ଓଡ଼ିଶା•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.