logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସନାତନ ହିନ୍ଦୁ ଧର୍ମର ପ୍ରଚାର ପ୍ରସାର ପାଇଁ ସ୍କେଟିଙ୍ଗରେ ଭାରତ ଭ୍ରମଣ କରୁଛନ୍ତି ବିହାରର ଦୁଇ ଯୁବକ।

1 day ago
user_Odisha News Express
Odisha News Express
Journalist ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
1 day ago

ସନାତନ ହିନ୍ଦୁ ଧର୍ମର ପ୍ରଚାର ପ୍ରସାର ପାଇଁ ସ୍କେଟିଙ୍ଗରେ ଭାରତ ଭ୍ରମଣ କରୁଛନ୍ତି ବିହାରର ଦୁଇ ଯୁବକ।

More news from ଓଡ଼ିଶା and nearby areas
  • ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ।
    1
    ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ।
    user_Odisha News Express
    Odisha News Express
    Journalist ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    15 hrs ago
  • “ବଦଳିଯାଇଛି ଭଦ୍ରକ ମେଡିକାଲ। ଆଜି ଏହା ସୁନ୍ଦର, ସୁସଜ୍ଜିତ ଏବଂ ପରିଷ୍କାର ପରିବେଶରେ ରୋଗୀଙ୍କୁ ସେବା ପ୍ରଦାନ କରୁଛି। ଉନ୍ନତ ପରିଚାଳନା ଓ ନିୟମିତ ସଫାସୁତୁରା ଦ୍ୱାରା ମେଡିକାଲର ରୂପରେ ଏକ ସକାରାତ୍ମକ ପରିବର୍ତ୍ତନ ଦେଖାଯାଉଛି।”
    1
    “ବଦଳିଯାଇଛି ଭଦ୍ରକ ମେଡିକାଲ। ଆଜି ଏହା ସୁନ୍ଦର, ସୁସଜ୍ଜିତ ଏବଂ ପରିଷ୍କାର ପରିବେଶରେ ରୋଗୀଙ୍କୁ ସେବା ପ୍ରଦାନ କରୁଛି। ଉନ୍ନତ ପରିଚାଳନା ଓ ନିୟମିତ ସଫାସୁତୁରା ଦ୍ୱାରା ମେଡିକାଲର ରୂପରେ ଏକ ସକାରାତ୍ମକ ପରିବର୍ତ୍ତନ ଦେଖାଯାଉଛି।”
    user_Paritran times
    Paritran times
    ତିହିଡ଼ି, ଭଦ୍ରକ, ଓଡ଼ିଶା•
    18 hrs ago
  • କେନ୍ଦ୍ରାପଡ଼ା 53 ଜାତୀୟ ରାଜପଥ ସିଳିପୁର ଠାରେ ଅଣ୍ଡର ପାସର ଉଚ୍ଚତା ବୃଦ୍ଧି ଦାବି ରେ ପ୍ରତିବାଦ କରି ଅଭିଯୋଗ ଆଣିଲେ ସ୍ଥାନୀୟ ବାସିନ୍ଦା
    1
    କେନ୍ଦ୍ରାପଡ଼ା 53 ଜାତୀୟ ରାଜପଥ  ସିଳିପୁର ଠାରେ ଅଣ୍ଡର ପାସର  ଉଚ୍ଚତା   ବୃଦ୍ଧି ଦାବି ରେ ପ୍ରତିବାଦ କରି ଅଭିଯୋଗ ଆଣିଲେ ସ୍ଥାନୀୟ ବାସିନ୍ଦା
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    1 hr ago
  • ରାଜ୍ୟ ନିର୍ବାଚନ କମିଶନର ମଧୁସୁଦନ ପାଢ଼ୀ କେନ୍ଦ୍ରାପଡ଼ା ଗସ୍ତରେ ଆସି ଜିଲ୍ଲାପାଳ ଏବଂ ଅନ୍ୟ ବିଭାଗୀୟ ଅଧିକାରୀ ମାନଙ୍କ ସହିତ ପଂଚାୟତ ନିର୍ବାଚନ ୨୦୨୭ ଏବଂ ପୌର ପରିଷଦର ଆଗାମୀ ନିର୍ବାଚନ ଉପରେ ମଧ୍ୟ ସମୀକ୍ଷା କରିଛନ୍ତି | ଵାଲାଟ ବକ୍ସ ମହଜୁଦ ଏବଂ ତାହାର ସ୍ଥିତି,ଜିଲ୍ଲାର ଜନସଂଖ୍ୟା ପରିସଂଖ୍ୟାନ,ଅସ୍ଥାୟୀ ବୁଥ୍, ସମ୍ବେଦନଶୀଳ ଏବଂ ଅତି ସମ୍ବେଦନଶୀଳ ବୁଥ୍,ଘରକୁ ଘରକୁ ସର୍ଭେ,ପ୍ରାର୍ଥୀ ସଂରକ୍ଷିତ ତାଲିକା, ଭୋଟ ଗଣତି ମତାମତ ସମେତ ଭୋଟର ତାଲିକା, ଭୋଟର ତାଲିକାରେ ନାମ ଯୋଡିବା, କାଟିବା ଇତ୍ୟାଦି ବ୍ୟତୀତ ନିର୍ବାଚନ ସଂକ୍ରାନ୍ତୀୟ ବିଭିନ୍ନ ବିଷୟ ଉପରେ ପୁଙ୍ଖାନୁପୁଙ୍ଖଭାବେ ଆଲୋଚନା କରିଥିଲେ | ଆଜି ପୂର୍ବାହ୍ନରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ରଘୁରାମ ଆର ଆୟର,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ ) ନବକ୍ରିଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ ରମେଶ ପଣ୍ଡା, କେନ୍ଦ୍ରାପଡ଼ା ମୁନିସିପାଲିଟି ନିର୍ବାହୀ ଅଧିକାରୀ ଅଜିତ ନାରାୟଣ ପ୍ରସାଦ ଗିରି, ପଟ୍ଟାମୁଣ୍ଡାଇ ମୁନିସିପାଲିଟି ନିର୍ବାହୀ ଅଧିକାରୀ ରଞ୍ଜନ କୁମାର ଦାସ ସମେତ ଜିଲ୍ଲାର ସମସ୍ତ ବିଡ଼ିଓ ଉପସ୍ଥିତ ଥିଲେ |
    1
    ରାଜ୍ୟ ନିର୍ବାଚନ କମିଶନର ମଧୁସୁଦନ ପାଢ଼ୀ କେନ୍ଦ୍ରାପଡ଼ା ଗସ୍ତରେ ଆସି ଜିଲ୍ଲାପାଳ ଏବଂ ଅନ୍ୟ ବିଭାଗୀୟ ଅଧିକାରୀ ମାନଙ୍କ ସହିତ ପଂଚାୟତ ନିର୍ବାଚନ ୨୦୨୭ ଏବଂ  ପୌର ପରିଷଦର ଆଗାମୀ ନିର୍ବାଚନ ଉପରେ ମଧ୍ୟ ସମୀକ୍ଷା କରିଛନ୍ତି |  ଵାଲାଟ ବକ୍ସ ମହଜୁଦ ଏବଂ ତାହାର ସ୍ଥିତି,ଜିଲ୍ଲାର ଜନସଂଖ୍ୟା ପରିସଂଖ୍ୟାନ,ଅସ୍ଥାୟୀ ବୁଥ୍, ସମ୍ବେଦନଶୀଳ ଏବଂ ଅତି ସମ୍ବେଦନଶୀଳ ବୁଥ୍,ଘରକୁ ଘରକୁ ସର୍ଭେ,ପ୍ରାର୍ଥୀ ସଂରକ୍ଷିତ ତାଲିକା, ଭୋଟ ଗଣତି ମତାମତ ସମେତ ଭୋଟର ତାଲିକା, ଭୋଟର ତାଲିକାରେ ନାମ ଯୋଡିବା, କାଟିବା ଇତ୍ୟାଦି ବ୍ୟତୀତ ନିର୍ବାଚନ ସଂକ୍ରାନ୍ତୀୟ ବିଭିନ୍ନ ବିଷୟ ଉପରେ ପୁଙ୍ଖାନୁପୁଙ୍ଖଭାବେ ଆଲୋଚନା କରିଥିଲେ | ଆଜି ପୂର୍ବାହ୍ନରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ରଘୁରାମ ଆର ଆୟର,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ ) ନବକ୍ରିଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ ରମେଶ ପଣ୍ଡା, କେନ୍ଦ୍ରାପଡ଼ା ମୁନିସିପାଲିଟି ନିର୍ବାହୀ ଅଧିକାରୀ ଅଜିତ ନାରାୟଣ ପ୍ରସାଦ ଗିରି, ପଟ୍ଟାମୁଣ୍ଡାଇ ମୁନିସିପାଲିଟି ନିର୍ବାହୀ ଅଧିକାରୀ ରଞ୍ଜନ କୁମାର ଦାସ ସମେତ ଜିଲ୍ଲାର ସମସ୍ତ ବିଡ଼ିଓ ଉପସ୍ଥିତ ଥିଲେ |
    user_Prafulla Kumar Malla
    Prafulla Kumar Malla
    Local News Reporter କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    16 hrs ago
  • जैकेट छोटी हो जाने पर नई खरीदने के बजाय अब लोग एक स्मार्ट ट्रिक अपना रहे हैं। इस तकनीक में जैकेट में एक एक्स्ट्रा ज़िप पैनल जोड़ा जाता है, जिससे साइज आसानी से बढ़ाया जा सकता है। यह तरीका रेडीमेड जैकेट एक्सटेंडर के जरिए किया जाता है। खासकर प्रेग्नेंसी या बेबी कैरियर पहनते समय यह ट्रिक काफ़ी उपयोगी मानी जा रही है। #LifeHacks #SmartTrick #DIYHack #FashionHack #ViralHack #CreativeIdeas
    1
    जैकेट छोटी हो जाने पर नई खरीदने के बजाय अब लोग एक स्मार्ट ट्रिक अपना रहे हैं। इस तकनीक में जैकेट में एक एक्स्ट्रा ज़िप पैनल जोड़ा जाता है, जिससे साइज आसानी से बढ़ाया जा सकता है। यह तरीका रेडीमेड जैकेट एक्सटेंडर के जरिए किया जाता है। खासकर प्रेग्नेंसी या बेबी कैरियर पहनते समय यह ट्रिक काफ़ी उपयोगी मानी जा रही है।
#LifeHacks #SmartTrick #DIYHack #FashionHack #ViralHack #CreativeIdeas
    user_द संक्षेप
    द संक्षेप
    Media company ବିରିଡି, ଜଗତସିଂହପୁର, ଓଡ଼ିଶା•
    17 hrs ago
  • ଜଗତସିଂହପୁର ଜିଲ୍ଲା ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀର ନାରଦିଆ ପଞ୍ଚାୟତର ରେ ପ୍ରଶାସନ କିଭଳି କାର୍ଯ୍ୟ କରୁଛି ଯୁବକଙ୍କ ମୁହଁରୁ ଶୁଣନ୍ତୁ
    1
    ଜଗତସିଂହପୁର ଜିଲ୍ଲା ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀର ନାରଦିଆ ପଞ୍ଚାୟତର ରେ ପ୍ରଶାସନ କିଭଳି କାର୍ଯ୍ୟ କରୁଛି ଯୁବକଙ୍କ ମୁହଁରୁ ଶୁଣନ୍ତୁ
    user_Rakesh das deba
    Rakesh das deba
    Journalist ଅଭୟଚାନ୍ଦପୁର, ଜଗତସିଂହପୁର, ଓଡ଼ିଶା•
    18 hrs ago
  • ସରକାରୀ ଗାଡ଼ିରେ ନାହିଁ....PUCC
    1
    ସରକାରୀ ଗାଡ଼ିରେ ନାହିଁ....PUCC
    user_SU-PRAVAT-NEWS
    SU-PRAVAT-NEWS
    Job Centre କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    18 hrs ago
  • ଚଳିତ ସପ୍ତାହରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ ଜଣଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିବା ପାଇଁ ନିଷ୍ପତ୍ତି।
    1
    ଚଳିତ ସପ୍ତାହରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ ଜଣଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିବା ପାଇଁ ନିଷ୍ପତ୍ତି।
    user_Odisha News Express
    Odisha News Express
    Journalist ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    16 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.