Shuru
Apke Nagar Ki App…
#୯ବର୍ଷ_ପରେ_ମିଳିଲା_ହଜିଥିବା_ଶୁଆ ସତ ପ୍ରେମ କେବେ ରାସ୍ତା ଭୁଲେନାହିଁ। ୨୦୧୭ରେ ଚୋରି ହୋଇଯାଇଥିବା ପ୍ରିୟ ପୋଷା ଶୁଆ 'ବାର୍ଣ୍ଣି' ଦୀର୍ଘ ୯ ବର୍ଷ ପରେ ପୁଣି ଫେରିଆସିଲା ନିଜ ମାଲିକଙ୍କ ପାଖକୁ। ଏକ ମାଇକ୍ରୋଚିପ୍ ଯୋଗୁଁ ସମ୍ଭବ ହେଲା ଏହି ଅସମ୍ଭବ ମିଳନ।
Rajib Behera
#୯ବର୍ଷ_ପରେ_ମିଳିଲା_ହଜିଥିବା_ଶୁଆ ସତ ପ୍ରେମ କେବେ ରାସ୍ତା ଭୁଲେନାହିଁ। ୨୦୧୭ରେ ଚୋରି ହୋଇଯାଇଥିବା ପ୍ରିୟ ପୋଷା ଶୁଆ 'ବାର୍ଣ୍ଣି' ଦୀର୍ଘ ୯ ବର୍ଷ ପରେ ପୁଣି ଫେରିଆସିଲା ନିଜ ମାଲିକଙ୍କ ପାଖକୁ। ଏକ ମାଇକ୍ରୋଚିପ୍ ଯୋଗୁଁ ସମ୍ଭବ ହେଲା ଏହି ଅସମ୍ଭବ ମିଳନ।
More news from ଓଡ଼ିଶା and nearby areas
- ମୁହଁ ଦେଖିକି ଧରିବ ପୋଲିସ ଶ୍ରୀମନ୍ଦିର ନିକଟବର୍ତ୍ତୀ ବିଭିନ୍ନ ଦୋକାନ, ବଜାର, ଭିଡ଼ ଅଞ୍ଚଳ ଏବଂ ସାଧାରଣ ସ୍ଥାନରେ ଦୀର୍ଘ ସମୟ ଧରି ରହୁଥିବା କିମ୍ବା ସନ୍ଦେହଜନକ ଭାବେ ଘୁରୁଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ସେମାନଙ୍କ ସମ୍ପର୍କରେ ଆବଶ୍ୟକ ଯାଞ୍ଚ କରାଯାଇଥିଲା।ଏହି ସ୍ୱତନ୍ତ୍ର ଅଭିଯାନରେ Facial Recognition System (FRS) ଏବଂ Fingerprint Verification ଭଳି ଆଧୁନିକ ପ୍ରଯୁକ୍ତିର ସହାୟତା ନିଆଯାଇଥିଲା।1
- ପୋଖରୀ ପାଣିରେ ବୁଡ଼ି ବୃଦ୍ଧଙ୍କ ମୃତ୍ୟୁ। ଔପଦା ଥାନା ତଳକିଆ ପଞ୍ଚାୟତ ଅଧୀନ ତଳକିଆ ଗାଁରେ ଜଣେ ମାନସିକ ବିକୃତ ବୃଦ୍ଧଙ୍କ ପୋଖରୀ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି।1
- ହରିଚନ୍ଦନ ପୁର ବ୍ଲକ ତେନ୍ତଳା ପୋଷି ଖୁଣ୍ଟ ବନ୍ଧ ସ୍କୁଲ କାହାଣୀ ଖୁଣ୍ଟବନ୍ଧ ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷକ ନିୟମିତ ମଦ ପାନ କରି ଆସୁଥିବାରୁ ଛାତ୍ର ଛାତ୍ରୀ ମାନେ ପାଠ ପଢ଼ା ରୁ ବଞ୍ଚିତ3
- ମଇତାପୁର ଅଞ୍ଚଳର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ସେବା ଫାଉଣ୍ଡେସନ ପକ୍ଷରୁ ଗାନ୍ଧୀ ଓଡିଶା ସେବାଶ୍ରମରେ ରକ୍ଷାବନ୍ଧନ ଉତ୍ସବ ପାଳନ l ମଇତାପୁର ଅଞ୍ଚଳର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ସେବା ଫାଉଣ୍ଡେସନ ପକ୍ଷରୁ ଗାନ୍ଧୀ ଓଡିଶା ସେବାଶ୍ରମରେ ରକ୍ଷାବନ୍ଧନ ଉତ୍ସବ ପାଳନ l1
- ବନ୍ତ ବ୍ଲକ୍ ନିଳୋକ - ଛତାବର ରାସ୍ତାର ନିଳୋକ ଆଦର୍ଶ ସ୍କୁଲ ଛକ ନିକଟରେ ପାଟ୍ରୋଲିଂ ବେଳେ ଗୋଟିଏ ସନ୍ଦିଗ୍ଧ ମିନି ଭ୍ୟାନ୍କୁ ଅଟକାଇଥିଲା ପୁଲିସ। ଯାଞ୍ଚ ସମୟରେ ଗାଡ଼ିରୁ ପ୍ରାୟ ୬ କ୍ୱିଣ୍ଟାଲ ଓଜନର ୧୦ ବିଣ୍ଡା ଆଲୁମିନିୟମ ଇଲେକ୍ଟ୍ରିକ୍ ତାର ଏବଂ ୪୫ଟି ବିଭିନ୍ନ କମ୍ପାନୀର ବ୍ୟାଟେରୀ ଜବତ ହୋଇଛି। ଏହି ବେଆଇନ ଚାଲାଣ ମାମଲାରେ ଗାଡ଼ି ଚାଳକ ମଙ୍ଗରାଜ ପଣ୍ଡା ଏବଂ ଚୋରା ସାମଗ୍ରୀ କିଣିବାକୁ ଥିବା ଧାମନଗରର ସଲମାନ ଖାନ୍ଙ୍କୁ ଗିରଫ କରିଛି ବନ୍ତ ପୋଲିସ। ନିଳୋକ - ଛତାବର ରାସ୍ତାର ନିଳୋକ ଆଦର୍ଶ ସ୍କୁଲ ଛକ ନିକଟରେ ପାଟ୍ରୋଲିଂ ବେଳେ ଗୋଟିଏ ସନ୍ଦିଗ୍ଧ ମିନି ଭ୍ୟାନ୍କୁ ଅଟକାଇଥିଲା ପୁଲିସ। ଯାଞ୍ଚ ସମୟରେ ଗାଡ଼ିରୁ ପ୍ରାୟ ୬ କ୍ୱିଣ୍ଟାଲ ଓଜନର ୧୦ ବିଣ୍ଡା ଆଲୁମିନିୟମ ଇଲେକ୍ଟ୍ରିକ୍ ତାର ଏବଂ ୪୫ଟି ବିଭିନ୍ନ କମ୍ପାନୀର ବ୍ୟାଟେରୀ ଜବତ ହୋଇଛି। ଏହି ବେଆଇନ ଚାଲାଣ ମାମଲାରେ ଗାଡ଼ି ଚାଳକ ମଙ୍ଗରାଜ ପଣ୍ଡା ଏବଂ ଚୋରା ସାମଗ୍ରୀ କିଣିବାକୁ ଥିବା ଧାମନଗରର ସଲମାନ ଖାନ୍ଙ୍କୁ ଗିରଫ କରାଯାଇଛି।1
- ବଧୂ ହତ୍ୟା ମାମଲାରେ ପୋଲିସର ଟାଳ ଟୁଳ ନୀତି ଅଭିଯୋଗ l ନ୍ୟାୟ ପାଇଁ ଏସପିଙ୍କୁ ଭେଟିଲେ ମୃତକ ପରିବାର l ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଧୀନ କୁରିଗାଁରେ l1
- #୯ବର୍ଷ_ପରେ_ମିଳିଲା_ହଜିଥିବା_ଶୁଆ ସତ ପ୍ରେମ କେବେ ରାସ୍ତା ଭୁଲେନାହିଁ। ୨୦୧୭ରେ ଚୋରି ହୋଇଯାଇଥିବା ପ୍ରିୟ ପୋଷା ଶୁଆ 'ବାର୍ଣ୍ଣି' ଦୀର୍ଘ ୯ ବର୍ଷ ପରେ ପୁଣି ଫେରିଆସିଲା ନିଜ ମାଲିକଙ୍କ ପାଖକୁ। ଏକ ମାଇକ୍ରୋଚିପ୍ ଯୋଗୁଁ ସମ୍ଭବ ହେଲା ଏହି ଅସମ୍ଭବ ମିଳନ।1
- ଆଜି ଜଣଙ୍କ ଜୀବନ ବଞ୍ଚାଇବାରେ ସଫଳ ହୋଇ ପାରିଛି ବାଇକ୍ ଏକ୍ସିଡେଣ୍ଟ1