logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

୪୦ତମ କୋଣାର୍କ ନୃତ୍ୟ ସଙ୍ଗୀତ ଉତ୍ସବ ଉଦଘାଟିତ କୋଣାର୍କ, ୨୦/୦୨: ଏକଦିବସୀୟ ସାଂସ୍କୃତିକ ସନ୍ଧ୍ୟାରେ ଓଡିଶୀ ଶୈଳୀରେ ପଞ୍ଚ ଦେବ ନମସ୍ତୁତେ ଓ ବେହେଲା ବାଦନ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଛି । ପ୍ରସିଦ୍ଧ ଓଡ଼ିଶୀ ନୃତ୍ୟଗୁରୁ ସ୍ୱର୍ଗତଃ ପଦ୍ମଶ୍ରୀ ଗୁରୁ ଗଙ୍ଗାଧର ପ୍ରଧାନଙ୍କ ଦ୍ଵାରା ପ୍ରତିଷ୍ଠିତ କୋଣାର୍କ ନାଟ୍ୟ ମଣ୍ଡପ ପକ୍ଷରୁ ଅର୍କବିହାର ସ୍ଥିତ କୋଣାର୍କ ନାଟ୍ୟ ମଣ୍ଡପରେ ଏକ ଦିବସୀୟ ୪୦ତମ କୋଣାର୍କ ନୃତ୍ୟ ସଙ୍ଗୀତ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ସନ୍ଧ୍ୟାର ପ୍ରଥମାର୍ଦ୍ଧରେ କୋଣାର୍କ ନାଟ୍ୟ ମଣ୍ଡପର କଳାକାର ମାନଙ୍କ ବାବା ବାଲୁଙ୍କେଶ୍ୱର ନିକଟରୁ ଆଜ୍ଞାମାଳ ଆସିବା ପରେ ଘଣ୍ଟ ମର୍ଦ୍ଦଳ ଓ ପଞ୍ଚଦେବ ନମସ୍ତୁତେ ,ନୃତ୍ୟାଳୟାର କଳାକାର ମାନଙ୍କ ଦ୍ଵାରା ଓଡ଼ିଶୀ ଶୈଳୀରେ ଗୁରୁବନ୍ଦନା , ମୁମ୍ବାଇରେ ଅବସ୍ଥାପିତ ବିଶିଷ୍ଟ ବେହଲା ବାଦକ କୈଳାଶ ପାତ୍ରଙ୍କ ଦ୍ୱାରା ଵେହେଲା ବାଦନ , ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର କଳାକାରଙ୍କ ଦ୍ବାରା ଓଡିଶୀ , ବାଙ୍ଗାଲୋରର କଳାକାରଙ୍କ ଦ୍ବାରା ଭାରତ ନାଟ୍ୟମ ଓ କୁଚୂପୁଡ଼ି ନୃତ୍ୟ ପରିବେଷଣ କରାଯାଇଥିଲା । ମୁଖ୍ୟ ଅତିଥି ଭାବେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଅଧ୍ୟକ୍ଷ ବା ବିଶିଷ୍ଟ ସଂଗୀତଜ୍ଞ ଡଃ ବିଜୟ କୁମାର ଜେନା ,ବିଶିଷ୍ଟ ଓଡ଼ିଶୀ ନୃତ୍ୟ ଗୁରୁ ସୁଜାତା ମହାପାତ୍ର, ନିମାପଡ଼ା ପ୍ରେସ କ୍ଲବ୍ ସଭାପତି ଅକ୍ଷୟ ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ।

22 hrs ago
user_Bibhuti TV
Bibhuti TV
ସାମ୍ବାଦିକ ନିମାପଡା, ପୁରୀ, ଓଡ଼ିଶା•
22 hrs ago

୪୦ତମ କୋଣାର୍କ ନୃତ୍ୟ ସଙ୍ଗୀତ ଉତ୍ସବ ଉଦଘାଟିତ କୋଣାର୍କ, ୨୦/୦୨: ଏକଦିବସୀୟ ସାଂସ୍କୃତିକ ସନ୍ଧ୍ୟାରେ ଓଡିଶୀ ଶୈଳୀରେ ପଞ୍ଚ ଦେବ ନମସ୍ତୁତେ ଓ ବେହେଲା ବାଦନ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଛି । ପ୍ରସିଦ୍ଧ ଓଡ଼ିଶୀ ନୃତ୍ୟଗୁରୁ ସ୍ୱର୍ଗତଃ ପଦ୍ମଶ୍ରୀ ଗୁରୁ ଗଙ୍ଗାଧର ପ୍ରଧାନଙ୍କ ଦ୍ଵାରା ପ୍ରତିଷ୍ଠିତ କୋଣାର୍କ ନାଟ୍ୟ ମଣ୍ଡପ ପକ୍ଷରୁ ଅର୍କବିହାର ସ୍ଥିତ କୋଣାର୍କ ନାଟ୍ୟ ମଣ୍ଡପରେ ଏକ ଦିବସୀୟ ୪୦ତମ କୋଣାର୍କ ନୃତ୍ୟ ସଙ୍ଗୀତ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ସନ୍ଧ୍ୟାର ପ୍ରଥମାର୍ଦ୍ଧରେ କୋଣାର୍କ ନାଟ୍ୟ ମଣ୍ଡପର କଳାକାର ମାନଙ୍କ ବାବା ବାଲୁଙ୍କେଶ୍ୱର ନିକଟରୁ ଆଜ୍ଞାମାଳ ଆସିବା ପରେ ଘଣ୍ଟ ମର୍ଦ୍ଦଳ ଓ ପଞ୍ଚଦେବ ନମସ୍ତୁତେ ,ନୃତ୍ୟାଳୟାର କଳାକାର ମାନଙ୍କ ଦ୍ଵାରା ଓଡ଼ିଶୀ ଶୈଳୀରେ ଗୁରୁବନ୍ଦନା , ମୁମ୍ବାଇରେ ଅବସ୍ଥାପିତ ବିଶିଷ୍ଟ ବେହଲା ବାଦକ କୈଳାଶ ପାତ୍ରଙ୍କ ଦ୍ୱାରା ଵେହେଲା ବାଦନ , ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର କଳାକାରଙ୍କ ଦ୍ବାରା ଓଡିଶୀ , ବାଙ୍ଗାଲୋରର କଳାକାରଙ୍କ ଦ୍ବାରା ଭାରତ ନାଟ୍ୟମ ଓ କୁଚୂପୁଡ଼ି ନୃତ୍ୟ ପରିବେଷଣ କରାଯାଇଥିଲା । ମୁଖ୍ୟ ଅତିଥି ଭାବେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଅଧ୍ୟକ୍ଷ ବା ବିଶିଷ୍ଟ ସଂଗୀତଜ୍ଞ ଡଃ ବିଜୟ କୁମାର ଜେନା ,ବିଶିଷ୍ଟ ଓଡ଼ିଶୀ ନୃତ୍ୟ ଗୁରୁ ସୁଜାତା ମହାପାତ୍ର, ନିମାପଡ଼ା ପ୍ରେସ କ୍ଲବ୍ ସଭାପତି ଅକ୍ଷୟ ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ।

More news from ଓଡ଼ିଶା and nearby areas
  • India 's UPI and Power Engineering boom.
    1
    India 's UPI and Power Engineering boom.
    user_Susanta Kumar Patnaik
    Susanta Kumar Patnaik
    Building society ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    22 hrs ago
  • ସ୍ୱାସ୍ଥ୍ୟ କ୍ଷେତ୍ର ରେ ରୋଜଗାର କରନ୍ତୁ
    1
    ସ୍ୱାସ୍ଥ୍ୟ କ୍ଷେତ୍ର ରେ ରୋଜଗାର କରନ୍ତୁ
    user_DAILYNEWS ALERT
    DAILYNEWS ALERT
    Bhubaneswar (M.Corp.), Khordha•
    23 hrs ago
  • କଟକ ମଧୁପାଟଣା ଛକରେ ରାସ୍ତା ମଝିରେ ବସ୍ ରଖି ଲୋକ ଚଢାଇବା ପଡ଼ିଲା ମହଙ୍ଗା। ଦିନକୁ ଦିନ ବଢ଼ିବାରେ ଲାଗିଛି ବସ୍ ବାଲାଙ୍କ ଗୁଣ୍ଡଗର୍ଦୀ ଯୋଉଠି ଇଚ୍ଛା ରାସ୍ତା ମଝିରେ ବସ୍ ଅଟକାଇଲେ ଲୋକ ଚଢ଼ାଇଲେ। ବିଗତ ଦିନରେ ଏଇଥିପାଇଁ ଦୁଇ ଜଣ ନିରୀହ ଲୋକଙ୍କର ଜୀବନ ଯାଇଛି ଏହି ବସ୍ ଵାଲାଙ୍କ ପାଇଁ। ସେଥିପାଇଁ ଆଜି କଟକ ମଧୁପାଟଣା ଛକ ନିକଟରେ ରାସ୍ତା ଉପରେ ବସ୍ ରଖି ଲୋକ ଉଠାଉଥିବା ବେଳେ ଧରିନେଲେ ଟ୍ରାଫିକ ବାବୁ।
    1
    କଟକ ମଧୁପାଟଣା ଛକରେ ରାସ୍ତା ମଝିରେ ବସ୍ ରଖି ଲୋକ ଚଢାଇବା ପଡ଼ିଲା ମହଙ୍ଗା। ଦିନକୁ ଦିନ ବଢ଼ିବାରେ ଲାଗିଛି ବସ୍ ବାଲାଙ୍କ ଗୁଣ୍ଡଗର୍ଦୀ ଯୋଉଠି ଇଚ୍ଛା ରାସ୍ତା ମଝିରେ ବସ୍ ଅଟକାଇଲେ ଲୋକ ଚଢ଼ାଇଲେ। ବିଗତ ଦିନରେ ଏଇଥିପାଇଁ ଦୁଇ ଜଣ ନିରୀହ ଲୋକଙ୍କର ଜୀବନ ଯାଇଛି ଏହି ବସ୍ ଵାଲାଙ୍କ ପାଇଁ। ସେଥିପାଇଁ ଆଜି କଟକ ମଧୁପାଟଣା ଛକ ନିକଟରେ ରାସ୍ତା ଉପରେ ବସ୍ ରଖି ଲୋକ ଉଠାଉଥିବା ବେଳେ ଧରିନେଲେ ଟ୍ରାଫିକ ବାବୁ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    6 hrs ago
  • କଟକ ପ୍ରେସ କଲୋନି ସୌମ୍ୟା ରଞ୍ଜନ ଜେନା ଗୁଳିକାଣ୍ଡ ଘଟଣା। ସୌମ୍ୟା ଙ୍କ ଭଉଣୀ ଶର୍ମିଷ୍ଠା ଜେନାଙ୍କ ଅଭିଯୋଗ ମୋ ଭାଇ କୁ ଡାକି କି ମାରି ଦିଆଯାଇଛି।। ଅନ୍ୟପଟେ ମଧୁପାଟଣା ଥାନା ପକ୍ଷରୁ 5 ଅଭିଯୁକ୍ତ ଙ୍କୁ କୌର୍ଟ ଚାଲାଣ କରାଯିବ।
    2
    କଟକ ପ୍ରେସ କଲୋନି ସୌମ୍ୟା ରଞ୍ଜନ ଜେନା ଗୁଳିକାଣ୍ଡ ଘଟଣା। ସୌମ୍ୟା ଙ୍କ ଭଉଣୀ ଶର୍ମିଷ୍ଠା ଜେନାଙ୍କ ଅଭିଯୋଗ ମୋ ଭାଇ କୁ ଡାକି କି ମାରି ଦିଆଯାଇଛି।। ଅନ୍ୟପଟେ ମଧୁପାଟଣା ଥାନା ପକ୍ଷରୁ 5 ଅଭିଯୁକ୍ତ ଙ୍କୁ କୌର୍ଟ ଚାଲାଣ କରାଯିବ।
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    17 hrs ago
  • କଟକ ଜିଲ୍ଲା କୁଶପଡ଼ା ବିଦ୍ୟାଳୟର ବାର୍ଷିକ ଉତ୍ସବ କଟକ ଜିଲ୍ଲା ଟାଙ୍ଗୀ ଚୌଦ୍ଵାର ବ୍ଲକ ଅଧୀନସ୍ଥ ଗରୁଡ ଗାଁ ପଞ୍ଚାୟତ ସ୍ଥିତ ବିଶ୍ବଳି ଗ୍ରାମର କୁଶପଡ଼ା ଆଶ୍ରମ ବିଦ୍ୟାଳୟ ର ବାର୍ଷିକଉତ୍ସବ ପ୍ରଧାନ ଶିକ୍ଷକ କମଳାକାନ୍ତ ପରିଜା ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଅତିଥି ମାନେ ଶ୍ରୀଜଗନ୍ନାଥଙ୍କ ଫଟୋ ଚିତ୍ରରେ ପୁଷ୍ପ,ଧୂପ ଅର୍ପଣ କରିବା ପରେ ସଭା କାର୍ଯ୍ୟ ଆରମ୍ଭ କରା ଯାଇଥିଲା । ମୁଖ୍ୟ ଅତିଥିଭାବେ ମାହାଙ୍ଗା ଅଞ୍ଚଳର ମହିମା ଧର୍ମ ଗବେଷକ ଡ଼.ଏକାଦଶୀ ପ୍ରଧାନ ପ୍ରଦୀପ ପ୍ରଜ୍ବଳନ କରି ଉତ୍ସବକୁ ଉଦଘାଟନ କରିଥିଲେ । ଉକ୍ତ ଉତ୍ସବରେ ସ୍ଥାନୀୟ ସରପଞ୍ଚ ସୁଶ୍ରୀ ଦିପ୍ତିମୟି ବେହେରା ,ପୂର୍ବତନ ସରପଞ୍ଚ ସୁବୋଧ କୁମାର ସାମଲ,ମୁଖ୍ୟବକ୍ତା ଅଜୟ କୁମାର ପରିଡ଼ା ପ୍ରଧାନଶିକ୍ଷକ ବିଶିନା କାହାଣୀ ସରକାରୀ ଉଚ୍ଚ ବିଦ୍ୟାଳୟ , ସମ୍ମାନିତ ଅତିଥିଭାବେ ଦିଲୀପ କୁମାର ପୃଷ୍ଟି,ଶିଶୁ ସାହିତ୍ୟିକ ବିଜୟ କୁଅଁର ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଦିଲୀପ ସାମଲ,କାନପୁର ଆଞ୍ଚଳିକ ସାଧନ ସଂଯୋଜକ ବଂଶୀଧର ସ୍ୱାଇଁ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ଉତ୍ତମ ଛାତ୍ର ସୃଷ୍ଠି କରିବା ପାଇଁ ଶିକ୍ଷକ ମାନଙ୍କର ଗୁରୁତ୍ଵପୂର୍ଣ୍ଣ ଭୂମିକା ଥିବାବେଳେ ଛାତ୍ର ଛାତ୍ରୀ ମାନେ ପାଠପଢା ପ୍ରତି ମନ ନିବେଶ କରିବା ପାଇଁ ପରାମର୍ଶ ଦେଇଥିଲେ । ପିତା ମାତା ଗୁରୁଜନ ମାନଙ୍କ ପ୍ରତି ସମ୍ମାନ ପ୍ରଦର୍ଶନ କରିବା ସହିତ ଭଗବାନଙ୍କ ପ୍ରତି ଆସ୍ଥା ପ୍ରକଟ ଓ ନିଘା ରଖିବାପାଇଁ ଗୁରୁତ୍ଵ ଦେଇଥିଲେ । ଅତିଥିମାନେ ଏହି ବାର୍ଷିକ ଉତ୍ସବରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ,କର୍ମଚାରୀ, ଅଭିଭାବକ ,ବୁଦ୍ଧିଜୀବୀ ଓ ସ୍ଥାନୀୟ ଜନ ସାଧାରଣ ଯୋଗଦେଇଥିଲେ ।
    1
    କଟକ ଜିଲ୍ଲା କୁଶପଡ଼ା  ବିଦ୍ୟାଳୟର ବାର୍ଷିକ ଉତ୍ସବ 
କଟକ ଜିଲ୍ଲା ଟାଙ୍ଗୀ ଚୌଦ୍ଵାର ବ୍ଲକ ଅଧୀନସ୍ଥ ଗରୁଡ ଗାଁ  ପଞ୍ଚାୟତ ସ୍ଥିତ ବିଶ୍ବଳି ଗ୍ରାମର କୁଶପଡ଼ା ଆଶ୍ରମ ବିଦ୍ୟାଳୟ ର ବାର୍ଷିକଉତ୍ସବ ପ୍ରଧାନ ଶିକ୍ଷକ କମଳାକାନ୍ତ ପରିଜା ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଅତିଥି ମାନେ ଶ୍ରୀଜଗନ୍ନାଥଙ୍କ ଫଟୋ ଚିତ୍ରରେ ପୁଷ୍ପ,ଧୂପ ଅର୍ପଣ କରିବା ପରେ  ସଭା କାର୍ଯ୍ୟ ଆରମ୍ଭ କରା ଯାଇଥିଲା । ମୁଖ୍ୟ ଅତିଥିଭାବେ ମାହାଙ୍ଗା ଅଞ୍ଚଳର ମହିମା ଧର୍ମ ଗବେଷକ ଡ଼.ଏକାଦଶୀ ପ୍ରଧାନ ପ୍ରଦୀପ ପ୍ରଜ୍ବଳନ କରି ଉତ୍ସବକୁ ଉଦଘାଟନ କରିଥିଲେ । ଉକ୍ତ ଉତ୍ସବରେ ସ୍ଥାନୀୟ ସରପଞ୍ଚ ସୁଶ୍ରୀ ଦିପ୍ତିମୟି ବେହେରା ,ପୂର୍ବତନ ସରପଞ୍ଚ ସୁବୋଧ କୁମାର ସାମଲ,ମୁଖ୍ୟବକ୍ତା  ଅଜୟ କୁମାର ପରିଡ଼ା ପ୍ରଧାନଶିକ୍ଷକ ବିଶିନା କାହାଣୀ ସରକାରୀ ଉଚ୍ଚ ବିଦ୍ୟାଳୟ , ସମ୍ମାନିତ ଅତିଥିଭାବେ ଦିଲୀପ କୁମାର ପୃଷ୍ଟି,ଶିଶୁ ସାହିତ୍ୟିକ ବିଜୟ କୁଅଁର ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଦିଲୀପ  ସାମଲ,କାନପୁର ଆଞ୍ଚଳିକ ସାଧନ ସଂଯୋଜକ  ବଂଶୀଧର ସ୍ୱାଇଁ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ଉତ୍ତମ ଛାତ୍ର ସୃଷ୍ଠି କରିବା ପାଇଁ ଶିକ୍ଷକ ମାନଙ୍କର ଗୁରୁତ୍ଵପୂର୍ଣ୍ଣ ଭୂମିକା ଥିବାବେଳେ ଛାତ୍ର ଛାତ୍ରୀ ମାନେ ପାଠପଢା ପ୍ରତି ମନ ନିବେଶ କରିବା ପାଇଁ ପରାମର୍ଶ ଦେଇଥିଲେ । ପିତା ମାତା ଗୁରୁଜନ ମାନଙ୍କ ପ୍ରତି ସମ୍ମାନ ପ୍ରଦର୍ଶନ କରିବା ସହିତ ଭଗବାନଙ୍କ ପ୍ରତି ଆସ୍ଥା ପ୍ରକଟ ଓ ନିଘା ରଖିବାପାଇଁ ଗୁରୁତ୍ଵ ଦେଇଥିଲେ । ଅତିଥିମାନେ  ଏହି ବାର୍ଷିକ ଉତ୍ସବରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ,କର୍ମଚାରୀ, ଅଭିଭାବକ ,ବୁଦ୍ଧିଜୀବୀ ଓ ସ୍ଥାନୀୟ ଜନ ସାଧାରଣ ଯୋଗଦେଇଥିଲେ ।
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    3 hrs ago
  • ମେହେନ୍ଦିନଗର ଠାରୁ ହୁରାସାହି ଯାଏଁ ରାସ୍ତା ଶୋଚନୀୟ,ଯାତାୟାତ ରେ ବାଧାପ୍ରାପ୍ତ, ଦୃଘଟଣା ଘଟିବାର ସମ୍ଭାବନା
    1
    ମେହେନ୍ଦିନଗର ଠାରୁ ହୁରାସାହି ଯାଏଁ ରାସ୍ତା ଶୋଚନୀୟ,ଯାତାୟାତ ରେ ବାଧାପ୍ରାପ୍ତ, ଦୃଘଟଣା ଘଟିବାର ସମ୍ଭାବନା
    user_Sarbeswar malik
    Sarbeswar malik
    Press କେନ୍ଦ୍ରାପଡା, କେନ୍ଦ୍ରାପଡ଼ା, ଓଡ଼ିଶା•
    6 hrs ago
  • Post by Manoj kumar baliyarsingh
    4
    Post by Manoj kumar baliyarsingh
    user_Manoj kumar baliyarsingh
    Manoj kumar baliyarsingh
    ସାମ୍ବାଦିକ ପୁରୀ (M), ପୁରୀ, ଓଡ଼ିଶା•
    21 hrs ago
  • Incredible India.
    1
    Incredible India.
    user_Susanta Kumar Patnaik
    Susanta Kumar Patnaik
    Building society ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    22 hrs ago
  • ଆରମ୍ଭ ହେଲା ସ୍ଲିପ ୱେଲ୍ ର ନୂଆ ଗଦି
    1
    ଆରମ୍ଭ ହେଲା ସ୍ଲିପ ୱେଲ୍ ର ନୂଆ ଗଦି
    user_DAILYNEWS ALERT
    DAILYNEWS ALERT
    Bhubaneswar (M.Corp.), Khordha•
    23 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.